< ଜଅନ୍ 20 >
1 ୧ ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜୁଲ୍ପୁଲ୍ ଉଜଲ୍ ବେଲାଇ ମଗ୍ଦଲିନି ମରିୟମ୍ ଜିସୁକେ ପାକ୍ନା ସଙ୍ଗ୍ ତିଆର୍ କରି ସଙ୍ଗଇଲା ପାଆରେ ଆସିକରି ଡାବିରଇଲା ପାକ୍ନା ଗୁଚିରଇଲାଟା ଦେକ୍ଲା ।
Now on the first day of the week Mary Magdalene cometh early in the morning, while it was yet dark, to the sepulchre, and seeth the stone taken away from the sepulchre.
2 ୨ ସେଟାର୍ପାଇ ସେ ପାଲାଇ କରି ସିମନ୍ ପିତର୍ ଆରି ଜିସୁ ଜନ୍ ସିସ୍କେ ବେସି ଆଲାଦ୍ କର୍ତେ ରଇଲା, ସେମନ୍କେ ଆସି କଇଲା, “ସେମନ୍ ମାପ୍ରୁକେ, ସଙ୍ଗଇଲା ଜାଗାଇଅନି ଦାରିଗାଲାଇ ଆଚତ୍ । ଆରି ତାକେ କନ୍ ଜାଗାଇ ସଙ୍ଗଇଲାଇ ଆଚତ୍ ସେଟା ଆମେ ନାଜାନୁ ।”
She therefore runneth and cometh to Simon Peter, and to the other disciple whom Jesus loved, and saith unto them, They have taken away the Lord out of the sepulchre, and we know not where they have laid Him.
3 ୩ ସେଡ୍କି ବେଲେ ପିତର୍ ଆରି ସେ ସିସ୍, ଜିସୁକେ ସଙ୍ଗଇଲା ଜାଗାଇ ଜିବାକେ ବାରଇଲାଇ ।
Peter therefore went out, and that other disciple, and came to the sepulchre.
4 ୪ ସେମନ୍ ଦୁଇ ଲକ୍ ମିସ୍ତେ ପାଲାଇତେ ରଇଲାଇ । ଆରି ସେ ବିନ୍ ସିସ୍ ପିତର୍କେ ପଚେ କରି ଆଗ୍ତୁ ସଙ୍ଗଇ ରଇଲା ଜାଗାଇ କେଟ୍ଲା ।
So they both ran together, but the other disciple out-ran Peter, and came first to the sepulchre:
5 ୫ ସେ ପାଆର୍ ବିତ୍ରେ ଲଇଁକରି ଏରି ଦେକ୍ଲାଜେ, ଏଦେ ଦେକା! ତେଇ ଜିସୁର୍ ଗାଗ୍ଡେ ଗୁଡିଆଇ ଅଇରଇଲା ଲୁଗା ଅଦ୍ରିରଇଲାଟା ଦେକ୍ଲା । ମାତର୍ ସେ ବିତ୍ରେ ପୁରେନାଇ ।
and stooping down to look in saw the linen cloths lying; but did not go in.
6 ୬ ପଚେ ସିମନ୍ ପିତର୍ ମିସା ତାର୍ ପଚେ ପଚେ ଜାଇ କେଟ୍ଲା ଆରି ପାଆର୍ ବିତ୍ରେ ଜାଇ ତେଇ ଅଦ୍ରି ରଇଲା ଲୁଗା ଦେକ୍ଲା ।
Then cometh Simon Peter, who followed him, and went into the sepulchre, and seeth the linen cloths lying there;
7 ୭ ଆରି ଜିସୁର୍ ମୁଣ୍ଡେ ଜନ୍ ଲୁଗା ଗୁଡିଆଇ କରି ବାନ୍ଦିରଇଲାଇ, ସେଟା ପାତଲ୍ ଲୁଗା ସଙ୍ଗ୍ ନ ଅଇକରି ଗଟେକ୍ ବିନ୍ଟାନେ ଗୁଡିଆଇଅଇ ରଇଲା ।
and the napkin that was upon his head, not laid with the linen cloths, but folded up by itself.
8 ୮ ତାର୍ ପଚେ ସେ ବିନ୍ ସିସ୍ ଜେକି ଆଗ୍ତୁ କେଟି ରଇଲା ସେ ପାଆର୍ ବିତ୍ରେ ଜାଇକରି ସେଟା ସବୁ ଦେକିକରି ବିସ୍ବାସ୍ କଲା ।
Then went in also the other disciple; who came first to the sepulchre, and he saw and believed.
9 ୯ (ସେ ସିସ୍ମନ୍ ସେ ବେଲା ଜାକ ପର୍ମେସରର୍ ବଇତେଇ ଲେକା ଅଇଲା ଇସାବେ, ଜିସୁ ମଲାଟାନେଅନି ଆରି ତରେକ୍ ଜିବନ୍ ଅଇ ଉଟ୍ସି ବଲି ବୁଜି ନ ରଇଲାଇ ।)
For they did not before understand the scripture, that He must rise from the dead.
10 ୧୦ ତାର୍ ପଚେ ସିସ୍ମନ୍ ପାଆର୍ ଦେକି ସାରାଇ ଗରେ ବାଉଡି ଉଟି ଗାଲାଇ ।
So the two disciples went away again to their own company.
11 ୧୧ ମାତର୍ ମରିୟମ୍ ଜିସୁର୍ ଗାଗଡ୍ ସଙ୍ଗଇରଇଲା ପାଆର୍ ଲଗେ ଟିଆଅଇ କାନ୍ଦ୍ତେ ରଇଲା । ସେ କାନ୍ଦି କାନ୍ଦି ଲଇଁକରି ପାଆର୍ ବିତ୍ରେ ଦେକ୍ଲା,
But Mary stood without near the sepulchre weeping: and as she wept she stooped down to look into the sepulchre; and there seeth two angels in white sitting,
12 ୧୨ ଆରି ଏଦେ ଦେକା! ତେଇ ଦବ୍ପଚିଆ ପିନ୍ଦିରଇବା ଦୁଇଟା ସରଗର୍ ଦୁତ୍ମନ୍ ଜିସୁକେ ଜନ୍ ଜାଗାଇ ସଙ୍ଗଇରଇଲାଇ, ଗଟେକ୍ ଲକ୍ ମୁଣ୍ଡ୍ବାଟେ ଆରିଗଟେକ୍ ଲକ୍ ଗଡ୍ବାଟେ ବସିରଇଲାଟା ଦେକ୍ଲା ।
one at the head, and one at the feet, where the body of Jesus had lain.
13 ୧୩ ସେମନ୍ ମରିୟମ୍କେ ପାଚାର୍ଲାଇ, “ତୁଇ କାଇକେ ମା କାନ୍ଦ୍ଲୁସ୍ନି?” ମରିୟମ୍ କଇଲା, “ସେମନ୍ ମର୍ ମାପ୍ରୁର୍ ଗାଗଡ୍ କେନେକି ଦାରିଗାଲାଇ ଆଚତ୍ । ଆରି ସେମନ୍ ତାକେ କନ୍ତି ସଙ୍ଗଇଲାଇ ଆଚତ୍ ସେଟା ମୁଇ ନାଜାନି ।”
And they said to her, Woman, why dost thou weep? She saith unto them, Because they have taken away my Lord, and I know not where they have laid Him.
14 ୧୪ ସେ ଏନ୍ତି କଇକରି ପାସଲ୍ଲା ବେଲେ, ତେଇ ଜିସୁ ଟିଆଅଇ ରଇଲାଟା ଦେକ୍ଲା । ମାତର୍ ମରିୟମ୍ ତାକେ ଜିସୁ ବଲି ଚିନି ନାପାର୍ଲା ।
And having said this, she turned back, and saw Jesus standing, and knew not that it was Jesus.
15 ୧୫ ଜିସୁ ତାକେ ପାଚାର୍ଲା “ଏ ମାଆ ତୁଇ କାଇକେ କାନ୍ଦ୍ଲୁସ୍ନି? ତୁଇ କାକେ କଜ୍ଲୁସ୍ନି?” ମରିୟମ୍ ଏ ଲକ୍ ବାଡର୍ କାମ୍ କରୁ ମାଲି ବଲି ବାବିକରି ତାକେ କଇଲା, “ଏ ଆଗିଆଁ, ତୁଇ କାଇ ଜିସୁର୍ ଗାଗଡ୍ ନେଇ ଆଚୁସ୍ କି? ତାକେ ତୁଇ କନ୍ତି ସଙ୍ଗଇ ଆଚୁସ୍? ମକେ କଇଦେ, ମୁଇ ଜାଇକରି ତାକେ ଦାରିଜିବି ।”
Then said Jesus to her, Woman, why dost thou weep? whom dost thou seek? She thinking that it was the gardener, saith to Him, Sir, if thou hast carried Him hence, tell me where thou hast laid Him, and I will take Him away.
16 ୧୬ ଜିସୁ ତାକେ “ମରିୟମ୍!” ବଲି ଡାକ୍ଲା । ମରିୟମ୍ ତାର୍ ବାଟେ ପାସ୍ଲି କରି “ରାବ୍ବୁନି!” ବଲି ଏବ୍ରି ବାସାଇ କଇଲା । ଏଟାର୍ ଅରତ୍ ଅଇଲାନି ଗୁରୁ ।
Jesus saith unto her, Mary: and she turned herself and said unto Him, Rabboni, that is to say, Master.
17 ୧୭ ଜିସୁ ତାକେ କଇଲା, “ମକେ ଦାରି ର ନାଇ, ଏବେ ଜାକ ମୁଇ ବାବା ପର୍ମେସର୍ ଲଗେ ଜାଇନାଇ । ମାତର୍ ତୁଇ ଜାଇକରି ମର୍ ବାଇମନ୍କେ କଅ, ମୁଇ, ମର୍ ବାବା ଆରି ସେମନର୍ ବାବା, ମର୍ ପର୍ମେସର୍ ଆରି ସେମନର୍ ପର୍ମେସରର୍ ଲଗେ ବାଉଡି ଗାଲିନି ।”
Jesus saith unto her, Touch me not now; for I am not yet ascended to my Father; but go directly to my brethren, and tell them, "I am to ascend to my Father and your Father, and to my God and your God."
18 ୧୮ ମଗ୍ଦଲିନି ମରିୟମ୍ ସିସ୍ମନର୍ ଲଗେ ବାଉଡି ଗାଲା ଆରି କଇଲା “ମୁଇ ମାପ୍ରୁକେ ଦେକ୍ଲି ଆଚି ।” ଆରି ଜିସୁ କଇଲା ସବୁ କାତା ସିସ୍ମନ୍କେ କଇଦେଲା ।
So Mary Magdalene came and told the disciples, that she had seen the Lord, and that He had said these things to her.
19 ୧୯ ସେ ଦିନ୍ ଆଟର୍ ପର୍ତୁମ୍ ଦିନ୍ ଅଇରଇଲା । ସଞ୍ଜ୍ ବେଲା ସବୁ ସିସ୍ମନ୍ ଗଟେକ୍ ତେଇ ରୁଣ୍ଡ୍ଲାଇ । ସେମନ୍ ଜିଉଦି ନେତାମନ୍କେ ଡରିକରି ଗରର୍ କାପାଟ୍ ସବୁ ଡାବିଅଇଦେଇ ରଇଲାଇ । ସେ ବେଲା, ଏଦେ ଦେକା! ଜିସୁ ଅଟାତ୍ ସେମନ୍କେ ଦେକାଇଅଇକରି ସେମନ୍ ଟିଆଅଇଲା ଜାଗାଇ “ତମ୍କେ ସାନ୍ତି ମିଲ!” ବଲି କଇଲା ।
Now the same day at evening, being the first day of the week, and the doors where the disciples were being shut, for fear of the Jews, Jesus came and stood in the midst, and saith unto them, Peace be to you.
20 ୨୦ ଜିସୁ ଏ କାତା କଇଲା ପଚେ ନିଜର୍ ଆତ୍ ଆରି ପାଞ୍ଜ୍ରା ଦେକାଇଲା । ସିସ୍ମନ୍ ମାପ୍ରୁକେ ଦେକିକରି ବେସି ସାର୍ଦା ଅଇଗାଲାଇ ।
And when He had said this, He shewed them his hands and his side. The disciples therefore rejoiced when they saw the Lord.
21 ୨୧ ଜିସୁ ଆରି ତରେକ୍ ସେମନ୍କେ କଇଲା “ତମ୍କେ ସାନ୍ତି ମିଲ! ବାବା ପର୍ମେସର୍ ମକେ ଜେନ୍ତି ପାଟାଇଆଚେ, ସେନ୍ତିସେ ମୁଇ ତମ୍କେ ପାଟାଇଲିନି ।”
Then said Jesus unto them again, Peace be to you. As my Father sent me, even so send I you.
22 ୨୨ ତାର୍ ପଚେ ଜିସୁ ସେମନର୍ ଉପ୍ରେ ପୁଣ୍ଡ୍ଲା ଆରି “ତମେ ସୁକଲ୍ ଆତ୍ମାକେ ନାମା!”
And when He said this, He breathed upon them, and saith unto them, Receive ye the holy Spirit:
23 ୨୩ “ଜଦି ତମେ ଲକ୍ମନର୍ ପାପ୍ କେମା କର୍ସା ବଇଲେ, ପର୍ମେସର୍ ମିସା ସେମନର୍ ପାପ୍ କେମା ଦେଲା ଆଚେ । ଜଦି ତମେ ଲକ୍ମନର୍ ପାପ୍ କେମା ନ କରାସ୍ ବଇଲେ ପର୍ମେସର୍ ମିସା ସେମନର୍ ପାପ୍ କେମା ନ କରେ ।” ବଲି କଇଲା ।
and whose soever sins ye remit, they are remitted unto them; but whose soever sins ye retain, they are retained.
24 ୨୪ ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ତମା ଜାକେକି ଜଅଁଲା ବଲି ଡାକ୍ବାଇ, ଜିସୁ ସିସ୍ମନ୍କେ ଦେକାଇଅଇଲା ବେଲେ ସେ ନ ରଇଲା ।
But Thomas called Didymus, one of the twelve, was not with them when Jesus came.
25 ୨୫ ସେଟାର୍ ପାଇ ତେଇ ରଇଲା ବିନ୍ ସିସ୍ମନ୍ ତମା ଆଇଲା ପଚେ କଇଲାଇ, ଆମେ ମାପ୍ରୁକେ ଦେକ୍ଲୁ ଆଚୁ । ମାତର୍ ତମା କଇଲା, “ମୁଇ ତାର୍ ଆତେ କୁଟିର୍ ଚିନ୍ ନ ଦେକ୍ତେ ଆରି ସେ ଚିନେ ମର୍ ଆଙ୍ଗ୍ଟି ନ ଚିଙ୍ଗ୍ଲାଇବା ଜାକ ଆରି ତାର୍ ପାଞ୍ଜ୍ରାଇ ଆତ୍ ନ ପୁରାଇବା ଜାକ ବିସ୍ବାସ୍ ନ କରି ।”
The other disciples therefore told him, We have seen the Lord. But he said unto them, Except I see in his hands the mark of the nails, and put my finger into the place of the nails, and my hand into his side, I will not believe.
26 ୨୬ ଗଟେକ୍ ଆଟ୍ ଗାଲା ପଚେ ସିସ୍ମନ୍ ଆରି ତରେକ୍ ଗର୍ ବିତ୍ରେ ରଇଲାଇ, ତମା ମିସା ସେମନର୍ ସଙ୍ଗ୍ ତେଇ ରଇଲା । କାପାଟେ ଗାଡା ଦେଇରଇଲାଇ । ମାତର୍ ଏଦେ ଦେକା! ଆଗ୍ତୁର୍ ପାରା ଜିସୁ ଗର୍ ବିତ୍ରେ ପୁରିକରି ସେମନର୍ ମଜାଇ ଟିଆଅଇକରି କଇଲା, “ତମ୍କେ ସାନ୍ତି ମିଲ!”
And after eight days his disciples were again within, and Thomas with them: and Jesus came (the doors being shut as before) and stood in the midst, and said, Peace be to you.
27 ୨୭ ତାର୍ ପଚେ ଜିସୁ ତମାକେ କଇଲା, “ତର୍ ଆଙ୍ଗ୍ଟି ଇତି ସଙ୍ଗଇ ମର୍ ଆତ୍ ଦେକ୍, ଆରି ମର୍ ପାଞ୍ଜ୍ରାଇ ଆତ୍ ପୁରାଇ ଦେକ୍ । ଆରି କେବେ ମିସା ବିସ୍ବାସ୍ କରିନାଇ ବଲି କଅ ନାଇ, ମାତର୍ ବିସ୍ବାସ୍ କର୍ ।”
Then saith He to Thomas, Reach hither thy finger, and behold my hands, and reach hither thy hand, and put it into my side; and be not incredulous, but believing.
28 ୨୮ ତମା ଜିସୁକେ କଇଲା, “ଏ ମର୍ ମାପ୍ରୁ, ଏ ମର୍ ପର୍ମେସର୍!”
And Thomas answered, and said, "My Lord and my God."
29 ୨୯ ଜିସୁ ତାକେ କଇଲା, “ତୁଇ ମକେ ଦେକିକରି ବିସ୍ବାସ୍ କଲୁସ୍ନି କି? ମାତର୍ ଜନ୍ ଲକ୍ମନ୍ ମକେ ନ ଦେକିକରି ମିସା ବିସ୍ବାସ୍ କଲାଇନି, ସେମନ୍ କେତେ ସାର୍ଦା ପାଇବାଇ!”
Jesus saith unto him, Thomas, because thou hast seen me, thou hast believed: blessed are they that have not seen, and yet have believed.
30 ୩୦ ଜିସୁ ସିସ୍ମନର୍ ସଙ୍ଗ୍ ରଇଲାବେଲେ କେତେକ୍ କେତେକ୍ କାବାଅଇଜିବା କାମ୍ମନ୍ କରିରଇଲା । ସେଟା ସବୁ ଏ ବଇତେଇ ଲେକା ଅଏନାଇ ।
And indeed Jesus wrought many other signs also in the presence of his disciples, which are not written in this book:
31 ୩୧ ମାତର୍ ଏତ୍କିସେ ଲେକାଅଇଲା, “ତମେ ଜେନ୍ତିକି ବିସ୍ବାସ୍ କର୍ସା ଜେ, ଜିସୁସେ ପର୍ମେସରର୍ ପଅ, ଜେକି ମସିଅ, ଆରି ତାକେ ବିସ୍ବାସ୍ କଲେସେ ତମେ ଜିବନ୍ ପାଇସା ।”
but these things are written, that ye may believe, that Jesus is the Christ, the Son of God; and that believing ye may have life through his name.