< ଜଅନ୍ 3 >
1 ୧ ପାରୁସିମନର୍ ବିତ୍ରେଅନି ନିକଦିମ ନାଉଁର୍ ଗଟେକ୍ ଲକ୍ ରଇଲା । ସେ ଜିଉଦି ମନର୍ ଗଟେକ୍ ନେତା ।
Men der var en Mand af Farisæerne, han hed Nikodemus, en Raadsherre iblandt Jøderne.
2 ୨ ସେ ଦିନେକ୍ ରାତିଆ ଜିସୁର୍ ଲଗେ ଆସି କଇଲା, “ଏ ଗୁରୁ ଆମେ ଜାନୁ, ତମେ ପର୍ମେସର୍ ପାଟାଇରଇବା ଗଟେକ୍ ଗୁରୁ । କାଇକେ ବଇଲେ ଜଦି ଗଟେକ୍ ଲକର୍ ସଙ୍ଗ୍ ପର୍ମେସର୍ ନ ରଇଲେ, ତମେ ଜନ୍ ସବୁ କାବାଅଇଜିବା କାମ୍ମନ୍ କଲାସ୍ନି, ସେତ୍କି କାମ୍ମନ୍ କେ ମିସା କରିନାପାରତ୍ ।”
Denne kom til ham om Natten og sagde til ham: „Rabbi! vi vide, at du er en Lærer kommen fra Gud; thi ingen kan gøre disse Tegn, som du gør, uden Gud er med ham.”
3 ୩ ଜିସୁ ତାକେ କଇଲା, “ମୁଇ ତକେ ସତ୍ କାତା କଇଲିନି, ଆରିତରେକ୍ ଜନମ୍ ନ ଅଇଲେ କେ ମିସା ପର୍ମେସରର୍ ରାଇଜ୍ ଦେକି ନାପାରତ୍ ।”
Jesus svarede og sagde til ham: „Sandelig, sandelig, siger jeg dig, uden nogen bliver født paany, kan han ikke se Guds Rige.”
4 ୪ ନିକଦିମ ତାକେ ପାଚାର୍ଲା, “ଡକ୍ରା ଅଇଲା ଲକ୍ କେନ୍ତି ଆରି ତରେକ୍ ଜନମ୍ ଅଇସି? ସେ ଆରି ତରେକ୍ ମାଆର୍ ପେଟ୍ ବିତ୍ରେ ଜାଇକରି ଜନମ୍ ଅଇସି କି? ନାଇ ଅଇ ନଏଁ ।”
Nikodemus siger til ham: „Hvorledes kan et Menneske fødes, naar han er gammel? Mon han kan anden Gang komme ind i sin Moders Liv og fødes?”
5 ୫ ଜିସୁ ତାକେ କଇଲା, “ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ ।
Jesus svarede: „Sandelig, sandelig, siger jeg dig, uden nogen bliver født af Vand og Aand, kan han ikke komme ind i Guds Rige.
6 ୬ ଗଟେକ୍ ନର୍ ଲକ୍ ତାର୍ ନର୍ ମାଆ ବାବାର୍ତେଇଅନି ଜନମ୍ ଅଇସି । ମାତର୍ ସୁକଲ୍ ଆତ୍ମା ତାର୍ ଆତ୍ମାଇ ନୁଆ ଜିବନ୍ ଦେଇସି ।
Hvad der er født af Kødet, er Kød; og hvad der er født af Aanden, er Aand.
7 ୭ ସେଟାର୍ପାଇ ମୁଇ ତକେ ଆରିତରେକ୍ ଜନମ୍ ଅଇବାକେ ଅଇସି ବଲି କଇବା ବିସଇ ସୁନି କାବାଅଇଜାଆ ନାଇ ।
Forundre dig ikke over, at jeg sagde til dig: I maa fødes paany.
8 ୮ ପବନ୍ ଜନ୍ ବାଟେ ଜିବାକେ ମନ୍ କର୍ସି ସେ ବାଟେସେ ଜାଇସି, ଆରି ତମେ ତାର୍ ସବଦ୍ ସୁନ୍ସା । ମାତର୍ ସେଟା କନ୍ତିଅନି ଆଇସି ଆରି କନ୍ ବାଟେ ଜାଇସି ସେଟା ନାଜାନାସ୍ । ଆତ୍ମାଇ ଜନମ୍ ଅଇଲା ସବୁ ଲକ୍ମନ୍ ମିସା ସେନ୍ତାରିସେ ।”
Vinden blæser, hvorhen den vil, og du hører dens Susen, men du ved ikke, hvorfra den kommer, og hvor den farer hen; saaledes er det med hver den, som er født af Aanden.”
9 ୯ ନିକଦିମ ଜିସୁକେ ପାଚାର୍ଲା, “ଏବେ ତୁଇ କଇବା କାତା କେନ୍ତି ଅଇପାର୍ସି?”
Nikodemus svarede og sagde til ham: „Hvorledes kan dette ske?”
10 ୧୦ ଜିସୁ ତାକେ କଇଲା, “ତୁଇ ଇସ୍ରାଏଲର୍ ଗଟେକ୍ ବଡ୍ ଗୁରୁ ଅଇକରି ମିସା କେନ୍ତି ଏ ସବୁ କାତା ବୁଜି ନାପାର୍ଲୁସ୍ନି?
Jesus svarede og sagde til ham: „Er du Israels Lærer og forstaar ikke dette?
11 ୧୧ ମୁଇ ତକେ ସତ୍କାତା କଇଲିନି, ଆମେ ଜନ୍ଟା ଜାନୁ ସେଟା କଇଦେବୁ, ଜନ୍ଟା ଦେକିରଇବୁ ସେଟା ସାକି ଦେବୁ, ଅଇଲେ ମିସା ତୁଇ କାଇକେ ବିସ୍ବାସ୍ କରୁସ୍ନାଇ?
Sandelig, sandelig, siger jeg dig, vi tale det, vi vide, og vidne det, vi have set; og I modtage ikke vort Vidnesbyrd.
12 ୧୨ ମୁଇ ତକେ ଏ ଦୁନିଆର୍ ବିସଇ କଇବାବେଲେ ବିସ୍ବାସ୍ କରୁସ୍ ନାଇ । ଆରି ସରଗର୍ ବିସଇ କଇବି ବଇଲେ କେନ୍ତି ମକେ ବିସ୍ବାସ୍ କର୍ସୁ?
Naar jeg siger eder de jordiske Ting, og I ikke tro, hvorledes skulle I da tro, naar jeg siger eder de himmelske?
13 ୧୩ ସର୍ଗେଅନି ଉତ୍ରି ଆଇଲା ନର୍ପିଲା ମୁଇ, ମକେ ଚାଡିକରି ଆରି କେ ମିସା ସର୍ଗେ ଜାଅତ୍ ନାଇତା ।”
Og ingen er faren op til Himmelen, uden han, som for ned fra Himmelen, Menneskesønnen, som er i Himmelen.
14 ୧୪ “ଆରି ମସା କେନ୍ତି ମରୁବାଲି ବୁଏଁ ପିତଲ୍ ସାଁପ୍କେ ଡେଲି ଉପ୍ରେ ଟେକି ରଇଲା, ସମାନ୍ ସେନ୍ତାରିସେ ପର୍ମେସର୍ ତେଇଅନି ଆଇଲା ନର୍ପିଲା ମକେ ମିସା, ଗଟେକ୍ ଦିନେ ଉପ୍ରେ ଟେକ୍ବାଇ ।
Og ligesom Moses ophøjede Slangen i Ørkenen, saaledes bør Menneskesønnen ophøjes,
15 ୧୫ ତେବେ, ତାକେ ବିସ୍ବାସ୍ କର୍ବା ସବୁ ଲକ୍ମନ୍ ନ ସାର୍ବା ଜିବନ୍ ପାଇବାଇ । (aiōnios )
for at hver den, som tror, skal have et evigt Liv i ham. (aiōnios )
16 ୧୬ ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ । (aiōnios )
Thi saaledes elskede Gud Verden, at han gav sin Søn den enbaarne, for at hver den, som tror paa ham, ikke skal fortabes, men have et evigt Liv. (aiōnios )
17 ୧୭ ପର୍ମେସର୍ ତାର୍ ପିଲାକେ ଏ ଦୁନିଆଇ ବିଚାର୍ କର୍ବାକେ ପାଟାଏନାଇ, ମାତର୍ ତାର୍ ଲାଗି ଦୁନିଆ ରକିଆ ପାଅ ବଲି ପାଟାଇ ଆଚେ ।
Thi Gud sendte ikke sin Søn til Verden, for at han skal dømme Verden, men for at Verden skal frelses ved ham.
18 ୧୮ କେ ପର୍ମେସରର୍ ପିଲାକେ ବିସ୍ବାସ୍ କଲାନି ତାର୍ ବିଚାର୍ନା ନଏଁଁ । ମାତର୍ ଜେ ପର୍ମେସରର୍ ପିଲାକେ ବିସ୍ବାସ୍ କରେନାଇ ତାର୍ ବିଚାର୍ନା ଅଇସାର୍ଲାବେ । କାଇକେବଇଲେ ସେ ଗଟେକ୍ ବଲି ପିଲାକେ ବିସ୍ବାସ୍ କରେନାଇ ।
Den, som tror paa ham, dømmes ikke; men den, som ikke tror, er allerede dømt, fordi han ikke har troet paa Guds enbaarne Søns Navn.
19 ୧୯ ଆରି ସେ ବିଚାର୍ନା ଏନ୍ତି ଅଇସି, ସର୍ଗେ ଅନି ଉଜଲ୍ ଏ ଦୁନିଆଇ ଆସିରଇଲା । ମାତର୍ ଏ ଦୁନିଆର୍ ଲକ୍ମନ୍ ସେ ଉଜଲେଅନି ଆନ୍ଦାର୍କେ ବେସି ମନ୍ କଲାଇ । କାଇକେବଇଲେ ସେମନ୍ କର୍ବା କାମ୍ ସବୁ ବେସି କାରାପ୍ ।
Og dette er Dommen, at Lyset er kommet til Verden, og Menneskene elskede Mørket mere end Lyset; thi deres Gerninger vare onde.
20 ୨୦ ଜନ୍ଲକ୍ମନ୍ କାରାପ୍ କାମ୍ କଲାଇନି ସେମନ୍ ଉଜଲ୍କେ ଗିନ୍ କଲାଇନି । ଆରି ସେ ଉଜଲେ ନ ଆସତ୍ । କାଇକେବଇଲେ ସେମନର୍ ସବୁ କାରାପ୍ କାମ୍ ସେ ଉଜଲେ ଡିସ୍ସି ।
Thi hver den, som øver ondt, hader Lyset og kommer ikke til Lyset, for at hans Gerninger ikke skulle revses.
21 ୨୧ ମାତର୍ ଜନ୍ଲକ୍ ସତ୍ ଆରି ଟିକ୍ ଇସାବେ କାମ୍ କରି ଚଲାଚଲ୍ତି କଲାନି, ସେ ଉଜଲ୍ ଲଗେ ଆଇସି । ତେବେ, ସେ କର୍ବା କାମ୍ ପର୍ମେସରର୍ ମନ୍ କର୍ବା ଇସାବେ ଅଇଲାନି ।”
Men den, som gør Sandheden, kommer til Lyset, for at hans Gerninger maa blive aabenbare; thi de ere gjorte i Gud.”
22 ୨୨ ତାର୍ ପଚେ ଜିସୁ ଆରି ତାର୍ ସିସ୍ମନ୍ ଜିଉଦା ଦେସେ ଗାଲାଇ ଆରି ସେ ଜାଗାଇ ରଇକରି ଲକ୍ମନ୍କେ ଡୁବନ୍ ଦେଲାଇ ।
Derefter kom Jesus og hans Disciple ud i Judæas Land, og han opholdt sig der med dem og døbte.
23 ୨୩ ସେ ବେଲାଇ ଜଅନ୍ ମିସା ସାଲମ୍ ଗଡ୍ଲଗେ ଏନନ୍ ନାଉଁର୍ ଗଟେକ୍ ଗାଏଁ ଡୁବନ୍ ଦେଇତେ ରଇଲା । କାଇକେ ବଇଲେ ସେ ଜାଗାଇ ବେସି ପାନି ରଇଲା । ଆରି ଲକ୍ମନ୍ ଆସିକରି ଡୁବନ୍ ନେଇତେ ରଇଲାଇ ।
Men ogsaa Johannes døbte i Ænon, nær ved Salem, fordi der var meget Vand der; og man kom derhen og lod sig døbe.
24 ୨୪ ସେତ୍କି ଦିନ୍ ଜାକ ଜଅନ୍ ବନ୍ଦି ନ ଅଇରଇଲା ।
Thi Johannes var endnu ikke kastet i Fængsel.
25 ୨୫ ସେବେଲା ଗଟେକ୍ ଜିଉଦି ଲକ୍ ଆରି ଜଅନର୍ ସିସ୍ମନ୍ ଅସୁକଲ୍ଅନି ରିତିନିତି ଇସାବେ ସୁକଲ୍ ଅଇବା ବିସଇ ନେଇ ତାକର୍ ବିତ୍ରେ ଦଦାପେଲା ଅଇତେ ରଇଲାଇ ।
Da opkom der en Strid imellem Johannes's Disciple og en Jøde om Renselse.
26 ୨୬ ଆରି ଜଅନର୍ ସିସ୍ମନ୍ ତାର୍ ଲଗେ ଆସି କଇଲାଇ, “ଏ ଗୁରୁ, ତମେ ଜର୍ଦନ୍ ଗାଡ୍ ସେପାଟେ କାର୍ସଙ୍ଗ୍ ବେଟ୍ ଅଇରଇଲାସ୍ ଆରି ତାର୍ ବିସଇ ତମେ ସାକି ଦେଇତେରଇଲାସ୍, ସେ ଲକ୍ ଏବେ ଲକ୍ମନ୍କେ ଡୁବନ୍ ଦେଲାନି ଆରି ସବୁ ଲକ୍ମନ୍ ତାର୍ ଲଗେ ଗାଲାଇନି ।”
Og de kom til Johannes og sagde til ham: „Rabbi! han, som var hos dig hinsides Jordan, han, hvem du gav Vidnesbyrd, se, han døber, og alle komme til ham.”
27 ୨୭ ଜଅନ୍ କଇଲା, “ପର୍ମେସର୍ ନ ଦେଲେ, କେ ମିସା କାଇଟା ନ ପାଅତ୍ ।
Johannes svarede og sagde: „Et Menneske kan slet intet tage, uden det er ham givet fra Himmelen.
28 ୨୮ ମୁଇ କଇରଇଲି ପର୍ମେସର୍ ପାଟାଇଲା ମସିଅ ମୁଇ ନଇ ବଲି । ମୁଇ ଅବ୍କା ପାଟାଇରଇବା ଗଟେକ୍ ଦୁତ୍ ପାରା ଅଇ ଆସିଆଚି ।
I ere selv mine Vidner paa, at jeg sagde: Jeg er ikke Kristus, men jeg er udsendt foran ham.
29 ୨୯ ଜେ ବିବା ଅଇସି, ସେ ବର୍ ଦାଙ୍ଗ୍ଡା । ମାତର୍ ବର୍ ଦାଙ୍ଗ୍ଡାର୍ ଲଗେ ବରର୍ ସଙ୍ଗାରି ଟିଆଅଇ ତାର୍ କାତା ସୁନ୍ସି । ସେ ବର୍ ଦାଙ୍ଗ୍ଡାର୍ କାତା ସୁନି, ବେସି ସାର୍ଦା ଅଇସି । ସେନ୍ତାରିସେ ମର୍ ସାର୍ଦା ମିସା ପୁରାପୁରୁନ୍ ଅଇଲାଆଚେ ।
Den, som har Bruden, er Brudgom; men Brudgommens Ven, som staar og hører paa ham, glæder sig meget over Brudgommens Røst. Saa er da denne min Glæde bleven fuldkommen.
30 ୩୦ ସେ ମଆନ୍ ଅଇତେ ଜାଅ ଆରି ମୁଇ ସାନ୍ ଅଇତେ ଜିବି ।”
Han bør vokse, men jeg forringes.
31 ୩୧ “ଜେ ସର୍ଗେଅନି ଆଇଲା ଆଚେ, ସେ ସବୁ ଲକ୍ମନର୍ତେଇଅନି ମଆନ୍ । ଜେ ଜଗତେ ଅନି ଜନମ୍ ଅଇଆଚେ, ସେ ଜଗତର୍ କାତାସେ କଇସି । ମାତର୍ ଜେ ସର୍ଗେଅନି ଆସିଆଚେ, ସେ ସବୁକଲର୍ତେଇ ଅନି ମଆନ୍ ।
Den, som kommer ovenfra, er over alle; den, som er af Jorden, er af Jorden og taler af Jorden; den, som kommer fra Himmelen, er over alle.
32 ୩୨ ସେ ଜନ୍ଟା ଦେକ୍ଲା ଆଚେ ଆରି ସୁନ୍ଲା ଆଚେ ସେ ବିସଇ ସେ ଜାନାଇଲାନି । ମାତର୍ ସେ କଇରଇବା କାତା କେ ମିସା ନାମତ୍ ନାଇ ।
Og det, som han har set og hørt, vidner han; og ingen modtager hans Vidnesbyrd.
33 ୩୩ ଜେ ତାର୍ କଇରଇବା କାତା ନାମ୍ସି, ସେ ପର୍ମେସର୍ ସତ୍ଟା ବଲି ନାମ୍ସି ।
Den, som har modtaget hans Vidnesbyrd, har beseglet, at Gud er sanddru.
34 ୩୪ ଜାକେ ପର୍ମେସର୍ ପାଟାଇଲା ଆଚେ, ସେ ପର୍ମେସରର୍ ବାକିଅ କଇସି । କାଇକେ ବଇଲେ ତାକେ ପର୍ମେସରର୍ ଆତ୍ମା ପୁରାପୁରୁନ୍ ଦିଆଅଇଲାଆଚେ ।
Thi han, hvem Gud udsendte, taler Guds Ord; Gud giver nemlig ikke Aanden efter Maal.
35 ୩୫ ବାବା ପିଲାକେ ଆଲାଦ୍ କରି ସବୁ ବିସଇ ତାର୍ ଆତେ ସର୍ପି ଦେଲାଆଚେ ।
Faderen elsker Sønnen og har givet alle Ting i hans Haand.
36 ୩୬ ଆରି କେ ପର୍ମେସରର୍ ପିଲାକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ମାତର୍ ଜେ ପର୍ମେସରର୍ ପିଲାକେ ନାମେ ନାଇ, ସେ ନ ସାର୍ବା ଜିବନ୍ ନ ପାଏ । ଆରି ପର୍ମେସରର୍ ଡଣ୍ଡ୍ ପାଇବାକେ ସେ ରଇସି ।” (aiōnios )
Den, som tror paa Sønnen, har et evigt Liv; men den, som ikke vil tro Sønnen, skal ikke se Livet, men Guds Vrede bliver over ham.” (aiōnios )