< ଜଅନ୍ 5 >
1 ୧ ତାର୍ ପଚେ ଜିଉଦିମନର୍ ଗଟେକ୍ ମୁକିଅ ପରବ୍ ରଇଲା । ସେଟାର୍ ପାଇ ଜିସୁ ଜିରୁସାଲାମ୍ ଗାଲା ।
μετα ταυτα ην η εορτη των ιουδαιων και ανεβη ο ιησους εις ιεροσολυμα
2 ୨ ଜିରୁସାଲାମର୍ ମେଣ୍ଡା ଦୁଆର୍ ଲଗେ ଗଟେକ୍ ବନ୍ଦ୍ ରଇଲା । ସେଟାକେ ଏବ୍ରି ବାସାଇ ବେତେସ୍ଦା ବଲି କଇବାଇ । ତେଇ ପାଁଚ୍ଟା ମଣ୍ଡପ୍ ରଇଲା ।
εστιν δε εν τοις ιεροσολυμοις επι τη προβατικη κολυμβηθρα η επιλεγομενη εβραιστι βηθεσδα πεντε στοας εχουσα
3 ୩ ସେ ମଣ୍ଡପ୍ ମନର୍ଟାନେ କେତେକ୍ କେତେକ୍ ଜର୍ଦୁକା ଅଇଲା ଲକ୍ମନ୍ ରଇତେ ରଇଲାଇ । ରଗିମନର୍ ବିତ୍ରେଅନି କାଣା, ଚଟା, ଆରି କେତେକ୍ ଅଦୁଆ ରଗିମନ୍ ରଇଲାଇ ।
εν ταυταις κατεκειτο πληθος πολυ των ασθενουντων τυφλων χωλων ξηρων εκδεχομενων την του υδατος κινησιν
4 ୪ କାଇକେବଇଲେ କେଡେ କେଡେବଲ୍ ପର୍ମେସରର୍ ଗଟେକ୍ ଦୁତ୍ ଆସିକରି ସେ ବନ୍ଦର୍ ପାନି ଅଲ୍କା କର୍ତେ ରଇଲା । ଆରି ସେ ଅଲ୍କା ଅଇଲାପଚେ, ଜନ୍ ଲକ୍ ପର୍ତୁମ୍ ଜାଇତେ ରଇଲା, ତାକେ କାଇ ରଗ୍ ଅଇରଇଲେ ମିସା ନିମାନ୍ ଅଇଜାଇତେରଇଲା ।
αγγελος γαρ κατα καιρον κατεβαινεν εν τη κολυμβηθρα και εταρασσετο το υδωρ ο ουν πρωτος εμβας μετα την ταραχην του υδατος υγιης εγινετο ω δηποτε κατειχετο νοσηματι
5 ୫ ତାକର୍ ବିତ୍ରେ ତିରିସ୍ ଆଟ୍ ବରସ୍ ଜାକ ଡୁଲିରଇବା ଗଟେକ୍ ରଗି ଲକ୍ ରଇଲା ।
ην δε τις ανθρωπος εκει τριακοντα και οκτω ετη εχων εν τη ασθενεια αυτου
6 ୬ ତେଇ ଜିସୁ ସେ ରଗି ଡୁଲିରଇବାଟା ଦେକି, ଏ ଲକ୍ ବେସି ବରସର୍ ରଗି ବଲି ଜାନି ତାକେ ପାଚାର୍ଲା “ତମେ କାଇ ନିମାନ୍ ଅଇବାକେ ମନ୍ କଲାସ୍ନି କି?”
τουτον ιδων ο ιησους κατακειμενον και γνους οτι πολυν ηδη χρονον εχει λεγει αυτω θελεις υγιης γενεσθαι
7 ୭ ସେ ରଗି ଲକ୍ ଜିସୁକେ କଇଲା, “ଏ ଆଗିଆଁ ପାନି ଅଲ୍କା କଲାବେଲେ, ସେ ବନ୍ଦ୍ ବିତ୍ରେ ମକେ ନେବାକେ କେ ନାଇ । ଆରି ବନ୍ଦ୍ ବିତ୍ରେ ଜିବାକେ ଚେସ୍ଟା କଲାବେଲେ ବିନ୍ ଲକ୍ ମର୍ ଆଗ୍ତୁ ଉଟିଜିବାଇ ।”
απεκριθη αυτω ο ασθενων κυριε ανθρωπον ουκ εχω ινα οταν ταραχθη το υδωρ βαλη με εις την κολυμβηθραν εν ω δε ερχομαι εγω αλλος προ εμου καταβαινει
8 ୮ ଜିସୁ ତାକେ କଇଲା, “ଉଟି ଟିଆଅ, ଆରି ତର୍ ଟାଟି ଦାରି ଇଣ୍ଡିଜା ।”
λεγει αυτω ο ιησους εγειρε αρον τον κραβαττον σου και περιπατει
9 ୯ ସେ ଦାପ୍ରେ ସେ ଲକ୍ ନିମାନ୍ ଅଇଗାଲା ଆରି ନିଜର୍ ଟାଟି ଦାରିକରି ଇଣ୍ଡ୍ବାର୍ ଦାର୍ଲା । ସେ ଦିନ୍ ବିସ୍ରାମ୍ବାର୍ ରଇଲା ।
και ευθεως εγενετο υγιης ο ανθρωπος και ηρεν τον κραβαττον αυτου και περιεπατει ην δε σαββατον εν εκεινη τη ημερα
10 ୧୦ ସେଟାର୍ପାଇ ଜିଉଦି ନେତାମନ୍, ନିମାନ୍ ଅଇଲା ରଗିକେ କଇବାର୍ ଦାର୍ଲାଇ, “ଆଜି ବିସ୍ରାମ୍ ଦିନେ, ତୁଇ ଟାଟି ଦାରି ଜିବାଟା ଆମର୍ ନିୟମ୍ ନାଇ ।”
ελεγον ουν οι ιουδαιοι τω τεθεραπευμενω σαββατον εστιν ουκ εξεστιν σοι αραι τον κραβαττον
11 ୧୧ ମାତର୍ ସେ ଲକ୍ ସେମନ୍କେ କଇଲା, “ଜେ ମକେ ନିମାନ୍ କଲା ସେ ମକେ ତମର୍ ଟାଟିଦାରିକରି ଜା ବଲି କଇଲାଆଚେ ।”
απεκριθη αυτοις ο ποιησας με υγιη εκεινος μοι ειπεν αρον τον κραβαττον σου και περιπατει
12 ୧୨ ସେମନ୍ ତାକେ ପାଚାର୍ଲାଇ, “ଜେ ତକେ ଟାଟି ଦାରି ଜା ବଲି କଇଲା, ସେ ଲକ୍ କେ?”
ηρωτησαν ουν αυτον τις εστιν ο ανθρωπος ο ειπων σοι αρον τον κραβαττον σου και περιπατει
13 ୧୩ ମାତର୍ ସେ ନିମାନ୍ ଅଇଲା ଲକ୍ ଜିସୁ କେ ବଲି ଚିନି ନରଇଲା, କାଇକେ ବଇଲେ ସେ ଜାଗାଇ ବେସି ଲକ୍ମନ୍ ରଇଲାଇଜେ, ଜିସୁ ତେଇଅନି ବିନେ ପିସ୍ଲି ଉଟିଜାଇରଇଲା ।
ο δε ιαθεις ουκ ηδει τις εστιν ο γαρ ιησους εξενευσεν οχλου οντος εν τω τοπω
14 ୧୪ ତାର୍ ପଚେ ଜିସୁ ସେ ନିକ ଅଇଲା ଲକ୍କେ ମନ୍ଦିର୍ ବିତ୍ରେ ଦେକିକରି କଇଲା, “ଦେକ୍ ଏବେ ତୁଇ ନିକ ଅଇଜାଇଆଚୁସ୍ । ତୁଇ ଆରି ପାପ୍ କାମ୍ କର୍ନାଇ । ନଇଲେ ତକେ ଆରି ଅଦିକ୍ ଦୁକ୍ କସ୍ଟ ଆଇସି ମିସା ।”
μετα ταυτα ευρισκει αυτον ο ιησους εν τω ιερω και ειπεν αυτω ιδε υγιης γεγονας μηκετι αμαρτανε ινα μη χειρον σοι τι γενηται
15 ୧୫ ତାର୍ ପଚେ ସେ ନିକ ଅଇଲା ଲକ୍ ଜିଉଦି ନେତାମନର୍ ଲଗେ ଜାଇକରି, “ଜେ ତାକେ ନିକ କରିରଇଲା, ସେ ଜିସୁ” ବଲି କଇଲା ।
απηλθεν ο ανθρωπος και ανηγγειλεν τοις ιουδαιοις οτι ιησους εστιν ο ποιησας αυτον υγιη
16 ୧୬ ଏ ନିମାନ୍ କାମ୍ କଲାଟା, ବିସ୍ରାମ୍ ବାରେ ଅଇରଇଲା ଜେ, ଜିଉଦି ନେତାମନ୍ ଜିସୁକେ ଦୁକ୍କସ୍ଟ ଦେବାର୍ ବସ୍ଲାଇ ।
και δια τουτο εδιωκον τον ιησουν οι ιουδαιοι και εζητουν αυτον αποκτειναι οτι ταυτα εποιει εν σαββατω
17 ୧୭ ମାତର୍ ଜିସୁ ସେମନ୍କେ କଇଲା, “ମର୍ବାବା ପର୍ମେସର୍ ସବୁବେଲା କାମ୍କଲାନି, ମୁଇ ମିସା ସେନ୍ତି କାମ୍ କଲିନି ।”
ο δε ιησους απεκρινατο αυτοις ο πατηρ μου εως αρτι εργαζεται καγω εργαζομαι
18 ୧୮ ଜିସୁ ଏନ୍ତି କଇରଇଲାଜେ ଜିଉଦି ନେତାମନ୍ ତାକେ ମରାଇବାକେ ଅଦିକ୍ ଚେସ୍ଟା କଲାଇ । କାଇକେ ବଇଲେ ଜିସୁ ବିସ୍ରାମ୍ ବାରର୍ ନିୟମ୍ ମାନେ ନାଇ ବଲି ନାଇ, ମାତର୍ ସେ ପର୍ମେସର୍କେ ମର୍ ବାବା ବଲି କଇ, ନିଜ୍କେ ପର୍ମେସର୍ ସଙ୍ଗ୍ ସମାନ୍ କରି ରଇଲା ।
δια τουτο ουν μαλλον εζητουν αυτον οι ιουδαιοι αποκτειναι οτι ου μονον ελυεν το σαββατον αλλα και πατερα ιδιον ελεγεν τον θεον ισον εαυτον ποιων τω θεω
19 ୧୯ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ପର୍ମେସରର୍ ପିଲା ମୁଇ ନିଜେ କାଇଟା ମିସା କରିନାପାରି । ମର୍ ବାବା ଜନ୍ ଜନ୍ଟା ସବୁ କର୍ବାଟା ମୁଇ ଦେକ୍ଲିନି ସେଟାସେ ମୁଇ କରିପାରି । କାଇକେ ବଇଲେ ବାବା ଜନ୍ ଜନ୍ଟା ସବୁ କଲାନି ତାର୍ପିଲା ମୁଇ ମିସା ସେଟା ସବୁ ସେନ୍ତିସେ କଲିନି ।
απεκρινατο ουν ο ιησους και ειπεν αυτοις αμην αμην λεγω υμιν ου δυναται ο υιος ποιειν αφ εαυτου ουδεν εαν μη τι βλεπη τον πατερα ποιουντα α γαρ αν εκεινος ποιη ταυτα και ο υιος ομοιως ποιει
20 ୨୦ ବାବା ମକେ ଆଲାଦ୍ କର୍ସି ଆରି ନିଜେ ଜନ୍ଟା କର୍ସି, ସେ ସବୁ ମକେ ଦେକାଇସି । ଆରି ଏବେ ଜାଇଟା ଗଟ୍ଲା ଆଚେ, ତାର୍ତେଇଅନି ଅଦିକ୍ ବଡ୍ ବଡ୍ କାବାଅଇଜିବା କାମ୍ମନ୍ ମକେ ଦେକାଇସି । ସେଟା ସବୁ ଦେକି ତମେ ସବୁଲକ୍ କାବାଅଇଜାଇସା ।
ο γαρ πατηρ φιλει τον υιον και παντα δεικνυσιν αυτω α αυτος ποιει και μειζονα τουτων δειξει αυτω εργα ινα υμεις θαυμαζητε
21 ୨୧ ବାବା ପର୍ମେସର୍ ଜେନ୍ତି ମଲାଲକ୍ମନ୍କେ ଜିବନ୍ କରି ଉଟାଇସି, ସମାନ୍ ସେନ୍ତି ମୁଇ ମିସା ତାର୍ ପିଲା ଜାକେ ଜାକେ ମନ୍ କର୍ବି, ସେମନ୍କେ ମଲାତେଇଅନି ଉଟାଇବି ।
ωσπερ γαρ ο πατηρ εγειρει τους νεκρους και ζωοποιει ουτως και ο υιος ους θελει ζωοποιει
22 ୨୨ ବାବା ପର୍ମେସର୍ କାକେ ମିସା ତାର୍ ପାପ୍ କାମ୍ଲାଗି ବିଚାର୍ ନ କରେ । ମାତର୍ ସବୁ ଲକ୍ମନର୍ ବିଚାର୍ କର୍ବା ପୁରାପୁରୁନ୍ ଅଦିକାର୍ ତାର୍ ପିଲା ମକେ, ଦେଲା ଆଚେ ।
ουδε γαρ ο πατηρ κρινει ουδενα αλλα την κρισιν πασαν δεδωκεν τω υιω
23 ୨୩ ତେବେ ସବୁ ଲକ୍ମନ୍ ବାବାକେ ଜେନ୍ତି ସନ୍ମାନ୍ ଦେଲାଇନି, ସେନ୍ତିସେ ତାର୍ ପିଲା ମକେ ମିସା ସନ୍ମାନ୍ ଦେବାଇ । ଜଦି ଜନ୍ ଲକ୍ମନ୍ ତାର୍ ପିଲା ମକେ ସନ୍ମାନ୍ ଦେଅତ୍ ନାଇ, ସେମନ୍ ମକେ ପାଟାଇଲା ବାବାକେ ମିସା ସନ୍ମାନ୍ ଦେଅତ୍ ନାଇ ।
ινα παντες τιμωσιν τον υιον καθως τιμωσιν τον πατερα ο μη τιμων τον υιον ου τιμα τον πατερα τον πεμψαντα αυτον
24 ୨୪ “ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ । (aiōnios )
αμην αμην λεγω υμιν οτι ο τον λογον μου ακουων και πιστευων τω πεμψαντι με εχει ζωην αιωνιον και εις κρισιν ουκ ερχεται αλλα μεταβεβηκεν εκ του θανατου εις την ζωην (aiōnios )
25 ୨୫ ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।
αμην αμην λεγω υμιν οτι ερχεται ωρα και νυν εστιν οτε οι νεκροι ακουσονται της φωνης του υιου του θεου και οι ακουσαντες ζησονται
26 ୨୬ ବାବା ଜେନ୍ତିକି ଜିବନର୍ ମୁଲ୍, ସେନ୍ତାରିସେ ତାର୍ ପିଲା ମୁଇ ମିସା ଜିବନର୍ ମୁଲ୍ ।
ωσπερ γαρ ο πατηρ εχει ζωην εν εαυτω ουτως εδωκεν και τω υιω ζωην εχειν εν εαυτω
27 ୨୭ ଆରି ମୁଇ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ଅଇଲାର୍ଲାଗି, ସବୁ ଲକ୍ମନ୍କେ ବିଚାର୍ କର୍ବା ଅଦିକାର୍ ସେ ମକେ ଦେଲାଆଚେ ।
και εξουσιαν εδωκεν αυτω και κρισιν ποιειν οτι υιος ανθρωπου εστιν
28 ୨୮ ତମେ ଏଟାର୍ପାଇ କାବା ଉଆନାଇ, ଏନ୍ତି ବେଲା ଆଇଲାନି, ମରିକରି ତପିଅଇଲା ସବୁ ଲକ୍ମନ୍ ମର୍ କଁଟ୍ସର୍ ସୁନ୍ବାଇ ।
μη θαυμαζετε τουτο οτι ερχεται ωρα εν η παντες οι εν τοις μνημειοις ακουσονται της φωνης αυτου
29 ୨୯ ଆରି ସେମନ୍ ସମାଦି ଅନି ଆରି ତରେକ୍ ଉଟ୍ବାଇ । କେ କେ ନିକ କାମ୍ କରିଆଚତ୍, ସେମନ୍ ମଲାଟାନେଅନି ଜିବନ୍ ଅଇକରି ଉଟ୍ବାଇ । କାରାପ୍ କାମ୍ କରୁମନ୍ ମିସା ମଲାଟାନେଅନି ଉଟ୍ବାଇ ଆରି ଦସି ବଲାଇଅଇବାଇ ।”
και εκπορευσονται οι τα αγαθα ποιησαντες εις αναστασιν ζωης οι δε τα φαυλα πραξαντες εις αναστασιν κρισεως
30 ୩୦ ମୁଇ ମର୍ ନିଜର୍ ଅଦିକାରେ କାଇଟା ମିସା କରିନାଇ, ବାବା ମକେ କେନ୍ତି କଇଲା ଆଚେ, ସେନ୍ତିସେ ବିଚାର୍ କର୍ବି । ଆରି ମୁଇ କର୍ବାଟା ଟିକ୍ସେ । କାଇକେବଇଲେ ମୁଇ ନିଜେ ମନ୍କଲାଟା ପୁରାପୁରୁନ୍ କର୍ବାକେ ନାଇ, ମାତର୍ ମକେ ପାଟାଇଲା ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କଲିନି ।
ου δυναμαι εγω ποιειν απ εμαυτου ουδεν καθως ακουω κρινω και η κρισις η εμη δικαια εστιν οτι ου ζητω το θελημα το εμον αλλα το θελημα του πεμψαντος με πατρος
31 ୩୧ ମର୍ ନିଜର୍ ପାଇ ଜଦି ମୁଇ ସାକି ଦେବି, ସେଟା ସତ୍ ବଲି ଦାରା ନ ଜାଏ ।
εαν εγω μαρτυρω περι εμαυτου η μαρτυρια μου ουκ εστιν αληθης
32 ୩୨ ମାତର୍ ମର୍ ପାଇ ଆରି ଗଟେକ୍ ଲକ୍ ସାକିଦେଲାନି, ଆରି ସେଟା ମୁଇ ଜାନି । ସେ ମର୍ ବିସଇ କାଇଟା ସବୁ କଇଲାନି ସେଟା ସବୁ ସତ୍ସେ ।
αλλος εστιν ο μαρτυρων περι εμου και οιδα οτι αληθης εστιν η μαρτυρια ην μαρτυρει περι εμου
33 ୩୩ ତମେ ଜଅନ୍ ଲଗେ କବର୍ ନେଉମନ୍କେ ପାଟାଇ ରଇଲାସ୍, ଆରି ସେ ତମ୍କେ ସତ୍ ବିସଇ ସାକି ଦେଲାଆଚେ ।
υμεις απεσταλκατε προς ιωαννην και μεμαρτυρηκεν τη αληθεια
34 ୩୪ ମର୍ ବିସଇ କେ ମିସା ସାକି ଦେଅତ୍ ବଲି ମୁଇ ମନ୍ କରିନାଇ । ଜେନ୍ତିକି ତମେ ପାପେଅନି ରକିଆ ପାଇସା ସେଟାର୍ ପାଇ ମୁଇ ଏ ସବୁ କଇଲିନି ।
εγω δε ου παρα ανθρωπου την μαρτυριαν λαμβανω αλλα ταυτα λεγω ινα υμεις σωθητε
35 ୩୫ ଜଅନ୍ ଗଟେକ୍ ବତିପାରା ଲାଗିକରି ଅଲପର୍ ପାଇ ଉଜଲ୍ ଦେଇତେରଇଲା । ଆରି ତମେ ସେ ଉଜଲ୍, ଅଲପ୍ ଦିନର୍ ପାଇ ପାଇକରି ସାର୍ଦା ଅଇରଇଲାସ୍ ।
εκεινος ην ο λυχνος ο καιομενος και φαινων υμεις δε ηθελησατε αγαλλιαθηναι προς ωραν εν τω φωτι αυτου
36 ୩୬ ମାତର୍ ମର୍ଲଗେ, ଜଅନର୍ ତେଇଅନି ଅଦିକ୍ ବପୁର୍ ଗଟେକ୍ ସାକି ଆଚେ । ପର୍ମେସରର୍ ଆଦେସ୍ ଇସାବେ ମୁଇ ଜନ୍ ସବୁ କାମ୍ କଲିନି, ସେଟା ସବୁ ମର୍ ପାଇ ନିକ ସାକି । ସେ ସବୁ କଇଲାନିଜେ, ମକେ ପର୍ମେସର୍ ପାଟାଇଲା ଆଚେ ବଲି ।
εγω δε εχω την μαρτυριαν μειζω του ιωαννου τα γαρ εργα α εδωκεν μοι ο πατηρ ινα τελειωσω αυτα αυτα τα εργα α εγω ποιω μαρτυρει περι εμου οτι ο πατηρ με απεσταλκεν
37 ୩୭ ଆରି ମକେ ପାଟାଇଲା ବାବା ପର୍ମେସର୍ ମିସା ମର୍ ବିସଇ ସାକି ଦେଲାନି । ତମେ କେବେ ମିସା ତାର୍ କଁଟ୍ ସୁନାସ୍ ନାଇ, କି ସେ କେନ୍ତାଟା ଦେକାସ୍ ନାଇ ।
και ο πεμψας με πατηρ αυτος μεμαρτυρηκεν περι εμου ουτε φωνην αυτου ακηκοατε πωποτε ουτε ειδος αυτου εωρακατε
38 ୩୮ ଆରି ତାର୍ କାତା ତମର୍ ମନ୍ବିତ୍ରେ ରଏନାଇ । କାଇକେବଇଲେ ସେ ଜାକେ ପାଟାଇଲା ଆଚେ ତାକେ ତମେ ବିସ୍ବାସ୍ କରାସ୍ ନାଇ ।
και τον λογον αυτου ουκ εχετε μενοντα εν υμιν οτι ον απεστειλεν εκεινος τουτω υμεις ου πιστευετε
39 ୩୯ ତମେ ଜତନ୍ସଙ୍ଗ୍ ସାସ୍ତର୍ମନ୍ ପଡି କଜ୍ଲାସ୍ନି । ତେଇଅନି ନ ସାର୍ବା ଜିବନ୍ ପାଇଅଇସି ବଲି ସେ ସବୁ ପଡ୍ଲାସ୍ନି । ସେ ସବୁ ସାସ୍ତର୍ ମର୍ ବିସଇସେ ସାକି ଦେଲାନି । (aiōnios )
ερευνατε τας γραφας οτι υμεις δοκειτε εν αυταις ζωην αιωνιον εχειν και εκειναι εισιν αι μαρτυρουσαι περι εμου (aiōnios )
40 ୪୦ ଏଲେମିସା ତମେ ନ ସାର୍ବା ଜିବନ୍ ପାଇବାକେ ମର୍ ଲଗେ ଆଇବାକେ ନିଚ୍ଲାସ୍ନି ।
και ου θελετε ελθειν προς με ινα ζωην εχητε
41 ୪୧ “ମୁଇ ମୁନୁସ୍ ଲକ୍ମନର୍ ଟାନେଅନି ଡାକ୍ପୁଟା କଜି ନାଇ ।
δοξαν παρα ανθρωπων ου λαμβανω
42 ୪୨ ମୁଇ ଜାନି, ତମେ କେନ୍ତି ରକାମର୍ ଲକ୍, ତମର୍ ମନ୍ ବିତ୍ରେ ପର୍ମେସର୍କେ ଆଲାଦ୍ କର୍ବାଟା ନାଇ ।
αλλ εγνωκα υμας οτι την αγαπην του θεου ουκ εχετε εν εαυτοις
43 ୪୩ ମୁଇ ମର୍ ବାବା ପର୍ମେସରର୍ ଅଦିକାର୍ ପାଇ ଆଇଲିଆଚି । ମାତର୍ ତମେ ମକେ ନାମାସ୍ ନାଇ । ମାତର୍ ଜେଡେବେଲା କେ ମିସା ବିନ୍ ଲକ୍ ନିଜେ ମନ୍କରି ଆଇଲେ ତାକେ ଡାକିନେଲାସ୍ନି ।
εγω εληλυθα εν τω ονοματι του πατρος μου και ου λαμβανετε με εαν αλλος ελθη εν τω ονοματι τω ιδιω εκεινον ληψεσθε
44 ୪୪ ତମେ ନିଜର୍ ନିଜର୍ ବିତ୍ରେ ସନ୍ମାନ୍ ପାଇବାକେ ମନ୍କଲାସ୍ନି । ମାତର୍ ପର୍ମେସରର୍ ଆଲାଦ୍ ପାଇବାକେ ମନ୍ କରାସ୍ ନାଇ । ସେନ୍ତି ବଇଲେ ତମେ କେନ୍ତି ମକେ ବିସ୍ବାସ୍ କରିପାରାସ୍?
πως δυνασθε υμεις πιστευσαι δοξαν παρα αλληλων λαμβανοντες και την δοξαν την παρα του μονου θεου ου ζητειτε
45 ୪୫ ମୁଇ ତମର୍ ବିରଦେ ପର୍ମେସର୍ତେଇ ଦସି କର୍ବି ବଲି ତମେ ବାବାନାଇ । ତମେ ଜନ୍ଟା ମସାର୍ ତେଇ ଆସା କରିଆଚାସ୍ ସେ ସେ ତମର୍ ବିରଦେ ଦସି କଲାନି ।
μη δοκειτε οτι εγω κατηγορησω υμων προς τον πατερα εστιν ο κατηγορων υμων μωυσης εις ον υμεις ηλπικατε
46 ୪୬ ଜଦି ତମେ ମସାକେ ସତ୍ବଲି ବିସ୍ବାସ୍ କଲାସ୍ନି ବଇଲେ ମକେ ମିସା ବିସ୍ବାସ୍ କର୍ତେ ରଇସା । କାଇକେବଇଲେ ମସା ମର୍ ବିସଇସେ ଲେକିଆଚେ ।
ει γαρ επιστευετε μωυσει επιστευετε αν εμοι περι γαρ εμου εκεινος εγραψεν
47 ୪୭ ମାତର୍ ସେ ଜନ୍ଟା ଲେକିଆଚେ, ତେଇ ଜଦି ତମର୍ ବିସ୍ବାସ୍ ନାଇ ବଇଲେ, ମୁଇ ଜନ୍ଟା କଇଲିନି, ସେଟା କେନ୍ତି ବିସ୍ବାସ୍ କର୍ସା?”
ει δε τοις εκεινου γραμμασιν ου πιστευετε πως τοις εμοις ρημασιν πιστευσετε