< ଜଅନ୍ 7 >
1 ୧ ତାର୍ ପଚେ ଜିସୁ ଗାଲିଲି ବାଟେ ବୁଲ୍ବାର୍ ଗାଲା । ସେ ଜିଉଦା ଦେସେ ଜିବାକେ ମନ୍ କରେନାଇ । କାଇକେ ବଇଲେ ଜିଉଦି ନେତାମନ୍ ତାକେ ମରାଇବାକେ ଚେସ୍ଟା କର୍ତେ ରଇଲାଟା, ସେ ଜାନି ରଇଲା ।
Shure kwaizvozvo, Jesu akafamba muGarirea, asingadi kuenda kuJudhea nokuti vaJudha vaikoko vakanga vachitsvaka kumuuraya.
2 ୨ ସେ ବେଲେ ଜିଉଦିମନର୍ ଗଟେକ୍ କୁଡିଆ ପରବ୍ ଲଗେ କେଟି ରଇଲା ।
Asi Mutambo waMatumba wavaJudha wakati wava pedyo,
3 ୩ ସେଟାର୍ପାଇ ଜିସୁର୍ ବାଇମନ୍ ତାକେ କଇଲାଇ, “ତୁଇ ଏ ଜାଗା ଚାଡିକରି ଜିଉଦା ଦେସେ ପରବ୍ କାଇବାର୍ ଜା, ତେବେ ତୁଇ କର୍ବା କାବାଅଇଜିବା କାମ୍ମନ୍ ତର୍ ସିସ୍ମନ୍ ଦେକି ପାରତ୍ ।”
vanunʼuna vaJesu vakati kwaari, “Munofanira kubva pano muende kuJudhea, kuitira kuti vadzidzi venyu vagoona zvishamiso zvamunoita.
4 ୪ ଜେ ଡାକ୍ପୁଟା ବଲି ଜାନାଇ ଅଇବାକେ ମନ୍କଲାନି, ସେ ନିଜର୍ କାମ୍ ଲୁଚାଇକରି ନ ସଙ୍ଗଇ ରଏ । ଜେଡେବେଲା ତମେ ଏସବୁ କରିପାର୍ଲାସ୍ନି ବଇଲେ, ଦୁନିଆର୍ ସବୁଲକ୍ ତମ୍କେ ଜାନ୍ବାଇ ।
Hakuna munhu anoda kuva nomukurumbira anoita zvinhu zvake muchivande. Sezvo muchiita zvinhu izvi, chizviratidzai imi kunyika.”
5 ୫ କାଇକେ ବଇଲେ ଜିସୁର୍ ନିଜର୍ ବାଇମନ୍ ମିସା ତାକେ ବିସ୍ବାସ୍ ନ କର୍ତେ ରଇଲାଇ ।
Nokuti kunyange vanunʼuna vake chaivo vakanga vasingatendi kwaari.
6 ୬ ଜିସୁ ତାର୍ ବାଇମନ୍କେ କଇଲା, “ଏବେ ଜାକ ମର୍ ସମାନ୍ ବେଲା ଆସେ ନାଇତା । ମାତର୍ ତମର୍ପାଇ ସବୁ ବେଲା ସମାନ୍ସେ ।
Naizvozvo Jesu akati kwavari, “Nguva yangu yakanaka haisati yasvika; asi kwamuri, nguva ipi zvayo yakangonaka.
7 ୭ ଏ ଦୁନିଆର୍ ଲକ୍ମନ୍ ତମ୍କେ ଗିନ୍ ନ କରତ୍, ମାତର୍ ମକେ ଗିନ୍ କର୍ବାଇ । କାଇକେ ବଇଲେ ସେମନ୍ କର୍ବା କାମ୍ମନ୍ କାରାପ୍ ବଲି ମୁଇ ଜାନାଇଲିନି ।
Nyika haigoni kukuvengai, asi ini inondivenga nokuti ndinopupura kuti zvainoita zvakaipa.
8 ୮ ତମେ ପରବ୍ କର୍ବାକେ ଜାଆ, ମୁଇ ଜାଇ ନାପାରି । କାଇକେ ବଇଲେ ଏବେ ଜାକ ମର୍ ସମାନ୍ ବେଲା ଆସେ ନାଇତା ।”
Endai henyu imi kuMutambo. Ini handisati ndoenda kuMutambo uyu, nokuti nguva yakanaka kwandiri haisati yasvika.”
9 ୯ ଜିସୁ ସେମନ୍କେ ଏ ସବୁ କାତା କଇକରି ଗାଲିଲିତେଇସେ ରଇଗାଲା ।
Akati areva izvi, akagara muGarirea.
10 ୧୦ ତାର୍ ବାଇମନ୍ ପରବ୍ ଟାନେ ଗାଲାପଚେ, ଜିସୁ ମିସା ତେଇ ଗାଲା । ସେ ସବୁଲକ୍ ଦେକ୍ଲାପାରା ନ ଜାଇକରି ଲୁଚ୍ତେ ଗାଲା ।
Zvisinei hazvo, shure kwokuenda kwavanunʼuna vake kuMutambo, iye akazoendawo, kwete pachena, asi muchivande.
11 ୧୧ ତେବେ ପରବ୍ତେଇ ଜିଉଦି ନେତାମନ୍, “ଜିସୁ କନ୍ତି ଆଚେ?” ବଲି ପାଚାରି ପାଚାରି କଜ୍ଲାଇ ।
Zvino vaJudha vakamutsvaka uye vakabvunza paMutambo kuti, “Murume uya aripiko?”
12 ୧୨ ତେଇ ରଇଲା ବେସି ଲକ୍ମନ୍ ନିଜର୍ ନିଜର୍ ବିତ୍ରେ ଜିସୁର୍ ବିସଇ କାତା ଅଇତେ ରଇଲାଇ । କେତେ ଲକ୍ ଜିସୁ ବେସି ନିକ ଲକ୍, ବଲି କଇତେ ରଇଲାଇ ମାତର୍ ଆରି ଅଦେକ୍ ଲକ୍ମନ୍ ତାକେ ନାଇ, ସେ ଲକ୍ମନ୍କେ ବୁଲ୍ ସିକିଆ ଦେଲାନି, ବଲି କଇତେ ରଇଲାଇ ।
Vanhu vazhinji vaingozeverana nezvake kwose kwose. Vamwe vaiti, “Munhu akanaka,” vamwe vachiti, “Kwete, anonyengera vanhu.”
13 ୧୩ ମାତର୍ ଜିଉଦି ନେତାମନ୍କେ ଡରିକରି କେ ମିସା ଜିସୁର୍ ବିସଇ ସବୁଲକ୍ ଜାନ୍ତେ ସବୁର୍ ମୁଆଁଟେ କଅତ୍ ନାଇ ।
Asi kwakanga kusina munhu aitaura izvozvo pachena nokuda kwokutya vaJudha.
14 ୧୪ ଆରି ପରବ୍ ଅଦାଅଦି ସାରିଗାଲା ପଚେ, ଜିସୁ ମନ୍ଦିର୍ ବିତ୍ରେ ଜାଇକରି ଲକ୍ମନ୍କେ ସିକିଆ ଦେବାର୍ ଦାର୍ଲା ।
Mutambo wakati wava pakati, Jesu ndipo paakazokwidza kutemberi uye akatanga kudzidzisa.
15 ୧୫ ତେଇ ଜିଉଦି ନେତାମନ୍ କାବାଅଇଜାଇ କରି କଇଲାଇ, “ଏ ଲକ୍ ପାଟ୍ ନ ପଡି ମିସା କେନ୍ତି ଏତ୍କି ବିସଇ ଜାନିଆଚେ?”
VaJudha vakashamiswa uye vakabvunza vakati, “Murume uyu akawana ruzivo rwakadai seiko iye asina kudzidza?”
16 ୧୬ ଜିସୁ ସେମନ୍କେ କଇଲା, “ମୁଇ ସିକାଇଦେବା ଏ ସିକିଆ ମର୍ ନିଜର୍ଟାନେ ଅନି ନଏଁ, ମାତର୍ ମକେ ପାଟାଇରଇବା ପର୍ମେସରର୍ ତେଇଅନି ଆସିଆଚେ ।
Jesu akapindura akati, “Kudzidzisa kwangu hakuzi kwangu pachangu. Kunobva kuna iye akandituma.
17 ୧୭ ଜେ ଜଦି ପର୍ମେସର୍ ମନ୍କଲାଟା ପୁରୁନ୍ କର୍ବାକେ ମନ୍ କର୍ସି ବଇଲେ ସେ ଜାନିପାର୍ସି, ମୁଇ ଦେଇତେରଇବା ସିକିଆ ପର୍ମେସରର୍ ଟାନେ ଅନି ଆଇଲାନି କି ସେଟା ମର୍ ନିଜର୍ ବପୁର୍ ସଙ୍ଗ୍ କଲିନି ବଲି ।
Kana munhu akasarudza kuita kuda kwaMwari, achazoona kuti kudzidzisa kwangu kunobva kuna Mwari kana kuti ndinongotaura ndoga.
18 ୧୮ ଜନ୍ ଲକ୍ ନିଜର୍ ଅଦିକାରେଅନି କାତା କଇସି ସେ ନିଜେ ମଇମା ପାଇ ଅଇବାକେ କଇସି । ମାତର୍ ଜନ୍ଲକ୍ ମକେ ପାଟାଇଲା ଲକ୍ ସନ୍ମାନ୍ ପାଅ ବଲି ମନ୍ କର୍ସି ବଇଲେ, ସେ ମିଚ୍ ନ କଇ ସତ୍ କାତା କଇସି । ଆରି ତାର୍ଟାନେ କାଇ ବୁଲ୍ ବିସଇ ନ ରଏ ।
Uyo anotaura zvake anoita izvozvo kuti azviwanire kukudzwa, asi uyo anoshandira kukudzwa kwaiye akamutuma ndiye munhu wechokwadi; hapana zvokunyengera paari.
19 ୧୯ ମସା ତମ୍କେ ନିୟମ୍ ଦେଲା ଆଚେ, ଏଟା ସତ୍ । ମାତର୍ ତମର୍ ବିତ୍ରେ କେ ମିସା ଏ ନିୟମ୍ ମାନାସ୍ ନାଇ । ତମେ କାଇକେ ମକେ ମରାଇବାକେ ଚେସ୍ଟା କଲାସ୍ନି?”
Ko, Mozisi haana kukupai murayiro here? Asi hapana kana mumwe wenyu anochengeta murayiro. Seiko muchiedza kundiuraya?”
20 ୨୦ ଲକ୍ମନ୍ ତାକେ କଇଲାଇ, “ତକେ ଡୁମା ଦାର୍ଲା ଆଚେ । କେ ତକେ ମରାଇବାକେ ଚେସ୍ଟା କଲାନି?”
Vanhu vazhinji vakapindura vakati, “Une dhimoni iwe. Ndianiko anoda kukuuraya?”
21 ୨୧ ଜିସୁ ସେମନ୍କେ କଇଲା, “ମୁଇ ଗଟେକ୍ ଚକିତ୍ ଅଇଜିବା କାମ୍ କଲି, ସେଟା ଦେକି ତମେ କାବା ଅଇଗାଲାସ୍ ।
Jesu akati kwavari, “Ndakaita chishamiso chimwe chete, asi imi mose muri kushamiswa nazvo.
22 ୨୨ ‘ତମର୍ ପିଲାଜିଲାମନ୍କେ ସୁନତ୍ କରାଆ’ ବଲି ମସା ଆଦେସ୍ ଦେଇରଇଲା । ଅଇଲେମିସା ମସା ଏ ନିୟମ୍ ଆରାମ୍ କରି ନ ରଇଲା । ତମର୍ ଆନିଦାଦିମନର୍ ବେଲେଅନି ଏଟା ଚଲିଆଇତେରଇଲା ଆରି ତମର୍ ପିଲାମନ୍କେ ବିସ୍ରାମ୍ବାରେ ସୁନତ୍ କରାଇଲାସ୍ନି ।
Asi nokuda kwokuti Mozisi akakupai kudzingiswa (kunyange zvazvo kusina kubva kuna Mozisi, asi kumadzibaba enyu), imi munodzingisa mwana nomusi weSabata.
23 ୨୩ ଜଦି ବିସ୍ରାମ୍ବାରେ ଗଟେକ୍ ପିଲାକେ ସୁନତ୍ କରାଇବାକେ ମସାର୍ ନିୟମ୍ ମାନାସ୍ ନାଇ, ମୁଇ ଜଦି ବିସ୍ରାମ୍ବାରେ ଗଟେକ୍ ଲକ୍କେ ପୁରାପୁରୁନ୍ ନିକ କଲେ, କାଇକେ ରିସା ଅଇଗାଲାସ୍ନି?
Zvino kana mwana achigona kudzingiswa nomusi weSabata kuti murayiro waMozisi urege kuputswa, seiko muchinditsamwira nokuda kwokuti ndaporesa munhu nomusi weSabata?
24 ୨୪ ବାଇରର୍ ବିସଇ ଦେକିକରି କାଇ ବିଚାର୍ କରାନାଇ । ଜନ୍ଟା ଟିକ୍, ସେ ଇସାବେ ବିଚାର୍ କରା ।”
Regai kutonga nezvinoonekwa zvomunhu, asi tongai zvakarurama.”
25 ୨୫ ଜିରୁସାଲାମର୍ କେତେକ୍ ଲକ୍ କଇଲାଇ, “ସେ ଜିଉଦି ନେତାମନ୍ ଜନ୍ ଲକ୍କେ ମରାଇବାକେ ଚେସ୍ଟା କଲାଇନି, ଏ କାଇ ସେ ଲକ୍ ନଏଁଁ କି?
Panguva iyoyo vamwe vanhu veJerusarema vakatanga kubvunzana vachiti, “Ko, uyu haasiye murume uya wavari kuedza kuuraya here?
26 ୨୬ ଦେକା, ସବୁଲକର୍ଟାନେ ଏତ୍କି ସବୁ କଇପାକାଇଲାନି, ମାତର୍ ତାକେ ର ବଲିକରି କେ ମିସା ପଦେକ୍ କଅତ୍ନାଇ । ସତଇସେ ଏ ପର୍ମେସର୍ ପାଟାଇଲା ମସିଅ ବଲି ନେତାମନ୍ ଜାନିଆଚତ୍ କି?
Hoyu ari pano, ari kutaura zvake pachena, uye havatauri kana shoko kwaari. Ko, vakuru vatenderana kanhi kuti ndiye Kristu?
27 ୨୭ ଜେଡେବେଲେ ପର୍ମେସର୍ ପାଟାଇଲା ମସିଅ ଆଇସି, ସେଡ୍କିବେଲେ ସେ କନ୍ତି ଅନି ଆସିଆଚେ ବଲି କେ ମିସା ନାଜାନତ୍ । ମାତର୍ ଏ ଲକ୍ କନ୍ତିଅନି ଆସିଆଚେ, ସେଟା ଆମେ ସବୁ ଜାନୁ ।”
Asi tinoziva kunobva murume uyu; Kristu paanouya, hakuna munhu achaziva kwaanobva.”
28 ୨୮ ଜିସୁ ମନ୍ଦିରେ ସିକିଆ ଦେବାବେଲେ ବେସି ଆଉଲିଅଇ କଇଲା, “ଉଁ ତମେ ମକେ ନିକ ସଙ୍ଗ୍ ଜାନିଆଚାସ୍ । ସତଇସେ ମୁଇ କେ ଆରି କନ୍ତିଅନି ଆସିଆଚି ଜାନିଆଚାସ୍ କି? ମାତର୍ ମୁଇ ମର୍ ନିଜର୍ ଅଦିକାରେ ଆସିନାଇ, ମକେ ଜେ ପାଟାଇ ଆଚେ ସେ ସତ୍ । ତମେ ତାକେ ନାଜାନାସ୍ ।
Ipapo Jesu, achiri kudzidzisa ari mutemberi, akadanidzira achiti, “Hongu, munondiziva, uye munoziva kwandinobva. Handisi pano nokuda kwangu, asi uyo akandituma ndiye wechokwadi. Imi hamumuzivi,
29 ୨୯ ମାତର୍ ମୁଇ ତାକେ ଜାନି ଆଚି । କାଇକେ ବଇଲେ ମୁଇ ତାର୍ତେଇଅନି ଆଇଲି ଆଚି ଆରି ସେ ମକେ ପାଟାଇଲା ଆଚେ ।”
asi ini ndinomuziva nokuti ndinobva kwaari, uye ndiye akandituma.”
30 ୩୦ ଜିସୁ ଏ କାତା କଇବାବେଲେ, ସେମନ୍ ସୁନିକରି ତାକେ ଦାର୍ବାକେ ଚେସ୍ଟା କଲାଇ । ମାତର୍ କେ ମିସା ଚିଇ ନାପାର୍ଲାଇ । କାଇକେ ବଇଲେ ସେଡ୍କି ବେଲା ଜାକ ତାର୍ ବେଲା କେଟି ନ ରଇଲା ।
Ipapo vakaedza kumubata, asi hapana munhu akaisa ruoko paari, nokuti nguva yake yakanga ichigere kusvika.
31 ୩୧ ମାତର୍ ତେଇ ରଇଲା ଲକ୍ମନର୍ ବିତ୍ରେଅନି କେତେକ୍ ଲକ୍ ଜିସୁକେ ବିସ୍ବାସ୍ କରି କଇଲାଇ, “ମସିଅ ଆଇଲେ ଆର୍ଟାନେଅନି ସେ କାଇ ଅଦିକ୍ କାବା ଅଇଜିବା କାମ୍ କର୍ସି କି? ନାଇ ନ କରେ ।”
Kunyange zvakadaro, vazhinji pakati pavanhu vakatenda kwaari. Vakati, “Kristu paanouya, achaita zviratidzo zvizhinji kupfuura murume uyu here?”
32 ୩୨ ଲକ୍ମନ୍ ଜିସୁର୍ ବିସଇ ତାକର୍ ବିତ୍ରେ ଏନ୍ତାରି କାତା ଅଇତେ ରଇଲାଟା ପାରୁସି ଦଲର୍ କେତେକ୍ ଲକ୍ମନ୍ ସୁନ୍ଲାଇ । ତେବେ ମୁକିଅ ପୁଜାରିମନ୍ ଆରି ପାରୁସି ଲକ୍ମନ୍ ଜିସୁକେ ବନ୍ଦି କର୍ବାକେ କେତେଟା ମନ୍ଦିର୍ ଜାଗୁଆଲ୍ମନ୍କେ ପାଟାଇଲାଇ ।
VaFarisi vakanzwa vanhu vazhinji vachiita zevezeve rezvinhu zvakadai pamusoro pake. Ipapo vaprista vakuru navaFarisi vakatuma varindi vomutemberi kuti vandomusunga.
33 ୩୩ ପଚେ ଜିସୁ କଇଲା, “ମୁଇ ଚନେକ୍ସେ ତମର୍ ସଙ୍ଗ୍ ରଇବି । ତାର୍ ପଚେ ମକେ ଜେ ପାଟାଇଲା ଆଚେ, ତାର୍ ଲଗେ ବାଉଡି ଜିବି ।
Jesu akati kwavari, “Ndinongova nemi kwechinguva chiduku, uye mushure maizvozvo ndichazoenda kuna iye akandituma.
34 ୩୪ ତମେ ମକେ କଜ୍ସା, ମାତର୍ ବେଟ୍ ନ ଉଆସ୍ । ଆରି ମୁଇ ଜନ୍ ଜାଗାଇ ରଇବି, ସେ ଜାଗାଇ ତମେ ଆସି ନାପାରାସ୍ ।”
Muchanditsvaka, asi hamuchazondiwani; uye pandinenge ndiri, hamugoni kusvikapo.”
35 ୩୫ ଜିଉଦି ନେତାମନ୍ ନିଜର୍ ନିଜର୍ ବିତ୍ରେ କାତା ଅଇଲାଇ “ଏନ୍ତି ବଇଲେ ଏ ଲକ୍ କନ୍ତି ଜାଇସିଜେ ଆମେ ତାକେ କଜି ନାପାରୁ । ସେ କାଇ ଗିରିକ୍ ନଅରେ ଜାଇକରି ଏନେ ତେନେ ଅଇରଇବା ଆମର୍ ଲକ୍ମନ୍କେ ସିକିଆ ଦେଇସି କି?
VaJudha vakataurirana vachiti, “Munhu uyu ari kuda kuenda kupiko kwatisingazomuwani? Achaenda here kuvanhu vedu vakapararira pakati pavaGiriki, agondodzidzisa vaGiriki?
36 ୩୬ ସେ କଇଲାନି, ତମେ ମକେ କଜ୍ସା ମାତର୍ ବେଟ୍ ଅଇ ନାପାର୍ସା ବଲି । ଆରି ଏନ୍ତି ମିସା କଇଲାନି, ‘ମୁଇ ଜନ୍ ଜାଗାଇ ଜିବି, ତେଇ ତମେ ଆସିନାପାରାସ୍’ ବଲି । ଏନ୍ତି ବଇଲେ ସେ କଇବା କାତାର୍ ଅରତ୍ କାଇଟା?”
Anga achireveiko paati, ‘Muchanditsvaka, asi hamuchazondiwani,’ uye ‘Pandinenge ndiri, imi hamugoni kusvikapo’?”
37 ୩୭ ପରବର୍ ସାରାସାରି ଦିନେ, ଜନ୍ଟାକି ମୁକିଅ ଦିନେ, ଜିସୁ ଟିଆଅଇ ଆକ୍ମାରି କଇଲା, “ଜଦି କାକେ ସସ୍ କଲାନି, ସେ ମର୍ ଲଗେ ଆସ ।
Pazuva rokupedzisira uye zuva guru roMutambo, Jesu akasimuka akadanidzira nenzwi guru achiti, “Kana pane munhu ane nyota, ngaauye kwandiri azonwa.
38 ୩୮ ଜେ ମକେ ବିସ୍ବାସ୍ କର୍ସି, ସେ ଆସି କାଅ । କାଇକେବଇଲେ ପର୍ମେସରର୍ ସାସ୍ତରେ ଏନ୍ତି ଲେକା ଆଚେ, ଜେ ମର୍ଟାନେ ବିସ୍ବାସ୍ କର୍ସି ତାର୍ ମନ୍ ବିତ୍ରେଅନି ନ ସାର୍ବା ଜିବନ୍ ଦେବା ପାନି ଉଚ୍ଲି କରି ବାରଇସି ।”
Ani naani anotenda kwandiri, sezvazvakarehwa muRugwaro, hova dzemvura mhenyu dzichayerera dzichibva mukati make.”
39 ୩୯ ଜିସୁ ଜିବନ୍ ଦେବା ପାନି ବଲି ସୁକଲ୍ ଆତ୍ମାର୍ ବିସଇ କଇତେ ରଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ ପଚେ ପର୍ମେସର୍ ଏ ସୁକଲ୍ ଆତ୍ମା ଦେଇସି । ମାତର୍ ଏବେ ଜାକ, କାକେ ଦେଇ ନ ରଇଲାଇ । କାଇକେବଇଲେ ଜିସୁ ସେବେଲା ଜାକ ମଇମାଇ ପୁରାପୁରୁନ୍ ନ ଅଇରଇଲା ।
Nokutaura uku, akanga achireva zvoMweya Mutsvene, uyo waizogamuchirwa navaya vanotenda kwaari. Nokuti Mweya wakanga usati wapiwa, sezvo Jesu akanga asati apinda mukubwinya kwake.
40 ୪୦ ଜିସୁର୍ ଏ କାତା ସୁନିକରି କେତେକ୍ ଲକ୍ କଇଲାଇ, “ସତ୍କାତା, ଏ ଲକ୍ ଗଟେକ୍ ପର୍ମେସର୍ ଟାନେଅନି ଆସିରଇବା ବବିସତ୍ବକ୍ତା!”
Vakati vanzwa mashoko ake, vamwe vanhu vakati, “Zvirokwazvo murume uyu muprofita.”
41 ୪୧ ଆରି ଅଦେକ୍ ଲକ୍ କଇଲାଇ, “ସେ ପର୍ମେସର୍ ବାଚି ପାଟାଇଲା ମସିଅ” ବଲି । ଆରି ଅଦେକ୍ ଲକ୍ମନ୍ ପାଚାର୍ଲାଇ, “ପର୍ମେସର୍ ବାଚି ପାଟାଇଲା ରାଜା ମସିଅ କାଇ ଗାଲିଲି ଦେସେଅନି ନ ଆସେ କି?
Vamwe vakati, “Ndiye Kristu.” Asi vamwe vakati, “Kristu angabva seiko kuGarirea?
42 ୪୨ ସାସ୍ତରେ ଏନ୍ତି ଲେକା ଅଇଲା ଆଚେ, ପର୍ମେସର୍ ବାଚି ପାଟାଇଲା ରାଜା ମସିଅ, ଦାଉଦ୍ ରାଜାର୍ ଜାଗାଇ, ତାର୍ କୁଟୁମେ ବେତ୍ଲିଇମ୍ ଗଡେ ଜନମ୍ ଅଇ ଆଇସି ।” ବଲି କଇଲାଇ ।
Rugwaro harutauri here kuti Kristu achabva kurudzi rwaDhavhidhi uye nokuBheterehema, guta raigara Dhavhidhi?”
43 ୪୩ ଏନ୍ତି ସେମନର୍ ବିତ୍ରେ ଜିସୁର୍ ବିସଇନେଇ ବାଗ୍ ବାଗ୍ ଅଇଲାଇ ।
Nokudaro vanhu vakapesana nokuda kwaJesu.
44 ୪୪ ଆରି ଲକ୍ମନର୍ ବିତ୍ରେଅନି କେତେ ଲକ୍ ଜିସୁକେ ବାନ୍ଦାଇ ଅ ବଲି ମନ୍ କର୍ତେରଇଲାଇ । ମାତର୍ କେ ମିସା ତାକେ ଦାରି ନାପାର୍ଲାଇ ।
Vamwe vakada kumubata, asi hapana akaisa ruoko paari.
45 ୪୫ ଜିସୁକେ ବନ୍ଦି କର୍ବାକେ ଜାଇରଇବା ଜାଗୁଆଲ୍ମନ୍, ବାଉଡିଆଇଲାଇକେ ମୁକିଅ ପୁଜାରି ଆରି ପାରୁସିମନ୍ ସେମନ୍କେ ପାଚାର୍ଲାଇ, “ତମେ କାଇକେ ଜିସୁକେ ବାନ୍ଦି କରି ଆନାସ୍ ନାଇ?”
Pakupedzisira varindi vetemberi vakadzokera kuvaprista vakuru nokuvaFarisi, vakavabvunza vakati, “Seiko musina kuuya naye kuno?”
46 ୪୬ ଜାଗୁଆଲ୍ମନ୍ କଇଲାଇ, “ଏ ଲକ୍ କଇଲା ପାରା କାତା ଆଜିକେଜାକ କେ ମିସା କଅତ୍ ନାଇ ।”
Varindi vakati kwavari, “Hakuna munhu akatombotaura nenzira inoitwa nomurume uyu.”
47 ୪୭ ପାରୁସିମନ୍ ସେମନ୍କେ କଇଲାଇ, “ଏନ୍ତି ବଇଲେ ତମ୍କେ ମିସା ସେ ବକୁଆ କରିଦେଲା କି?”
VaFarisi vakati, “Munoreva kuti atokunyengerai nemiwo?
48 ୪୮ ଆରି ପାଚାର୍ଲାଇ, “ଗଟେକ୍ ନେତା ନଅଇଲେ ଗଟେକ୍ ପାରୁସି ତାକେ ବିସ୍ବାସ୍ କରିଆଚତ୍ ବଲି ତମେ ସୁନିଆଚାସ୍ କି?
Pane mumwe wavatongi kana wavaFarisi ava kutenda kwaari here?
49 ୪୯ ମାତର୍ ଏ ଲକ୍ମନ୍, ମସାର୍ ନିୟମ୍ ନାଜାନତ୍ । ତେବର୍ ପାଇ ଏମନ୍ ସବୁ ଅବିସାପ୍ ପାଇରଇବା ଲକ୍ ।”
Kwete! Asi vanhu vazhinji ava vasingatongozivi murayiro, vakatukwa ava.”
50 ୫୦ ତେଇ ସେ ଦଲେଅନି ନିକଦିମ ନାଉଁର୍ ଗଟେକ୍ ନେତା ରଇଲା । ସେ ତରେକ୍ ଜିସୁକେ ଦେକ୍ବାର୍ ଜାଇରଇଲା । ସେ କଇଲା,
Nikodhimasi, uya akanga amboenda kuna Jesu uye akanga ari mumwe wavo, akati,
51 ୫୧ “ଆମର୍ ନିୟମ୍ ଇସାବେ ଗଟେକ୍ ଲକ୍କେ ଦସି କର୍ବା ଆଗ୍ତୁ ତାର୍ କାତା ସୁନ୍ବାକେ ପଡ୍ସି ଆରି କାଇଟା କଲାଆଚେ କଜ୍ବାକେ ପଡ୍ସି ।”
“Ko, murayiro wedu unopomera munhu mhosva asina kutanga ambonzwikwa kuti zvionekwe kuti ari kuitei here?”
52 ୫୨ ବିନ୍ଲକ୍ମନ୍ କଇଲାଇ, “ଏନ୍ତି ବଇଲେ ତୁଇ ମିସା କାଇ ଗଟେକ୍ ଗାଲିଲିର୍ ଲକ୍ କି? କେ ମିସା ପର୍ମେସରର୍ ତେଇଅନି ବବିସତ୍କାତା କଇବା ଲକ୍ ଗାଲିଲିଅନି ଆସତ୍ ନାଇ ।”
Vakapindura vakati, “Newewo uri weGarirea? Nzvera, uye uchaona kuti hakuna muprofita anobva kuGarirea.”
53 ୫୩ ତାର୍ ପଚେ ତେଇ ରଇଲା ଲକ୍ମନ୍ ସେ ଜାଗା ଚାଡିକରି ନିଜର୍ ନିଜର୍ ଗରେ ବାଉଡି ଗାଲାଇ ।
Ipapo mumwe nomumwe akaenda kumba kwake.