< ଜଅନ୍ 9 >
1 ୧ ଦିନେକ୍ ଜିସୁ ଜିବାବେଲେ ଗଟେକ୍ ଜନ୍ମେଅନି କାଣା ରଇଲା ଲକ୍କେ ଦେକ୍ଲା ।
And passing by He saw a man blind from birth.
2 ୨ ଆରି ତାର୍ ସିସ୍ମନ୍ ତାକେ ପାଚାର୍ଲାଇ, “ଏ ଗୁରୁ କେ ପାପ୍ କଲାଇଜେ ଏ ଲକ୍ କାଣାଅଇ ଜନମ୍ ଅଇଲା? ସେ ନିଜେ କି ତାର୍ ବାବା ମାଆର୍ ପାପର୍ ଲାଗି?”
And asked Him the disciples of Him saying; Rabbi, who sinned, this [man] or the parents of him, that blind he may be born?
3 ୩ ଜିସୁ କଇଲା, “ତାର୍ କି ତାର୍ ବାବା ମାଆର୍ କାଇ ପାପ୍ଦସ୍ ନାଇ । ପର୍ମେସରର୍ ବପୁ ତାର୍ଟାନେ ଜାନାପଡ୍ସି ବଲି, ସେ କାଣା ଅଇ ଜନମ୍ ଅଇଲା ଆଚେ ।
Answered (*k*) Jesus; Neither this [man] sinned nor [sinned] the parents of him, but [it was] that may be displayed the works of God in him.
4 ୪ ବେଲ୍ ରଇତେସେ ମକେ ପାଟାଇରଇବା ପର୍ମେସରର୍ କାମ୍ ଆମେ କର୍ବାର୍ ଆଚେ । ଏନ୍ତି ଆନ୍ଦାର୍ ଆଇଲାନି ସେ ବେଲାଇ କେ ମିସା କାଇ କାମ୍ କରି ନାପାରତ୍ ।
(Us *N(K)O*) it behooves to work the works of the [One who] having sent Me while day it is; is coming night, when no [one] is able to work.
5 ୫ ମୁଇ ଜେତେ ଦିନ୍ ଜାକ ଏ ଦୁନିଆଇ ରଇବି ସେତ୍କି ଦିନ୍ ଜାକ ଏ ଦୁନିଆର୍ ଉଜଲ୍ ।”
While in the world I may be, [the] light I am of the world.
6 ୬ ଜିସୁ ଏ କାତା କଇଲା ପଚେ, ମାଟିତେଇ ତୁକି ସେ ତୁକ୍ ସଙ୍ଗ୍ କାଦ ଚକଟ୍ଲା । ଆରି ସେ କାଦ ନେଇକରି କାଣାର୍ ଦୁଇଟା ଆଁକିତେଇ ଲିପିଦେଲା ।
These things having said He spat on [the] ground and He made clay of the spittle and (he rubbed *NK(O)*) (on him *no*) the clay to the eyes (of the blind *k*)
7 ୭ ଆରି ତାକେ କଇଲା, “ତୁଇ ଜା ଆରି ସିଲଅ ନାଉଁର୍ ବନ୍ଦେ ଜାଇକରି ମୁ ଦଇ ଆଉ ।” ସିଲଅର୍ ଅରତ୍ ଅଇଲାନି ପାଟାଇଲାଟା । ତାର୍ ପଚେ ସେ ଲକ୍ ବନ୍ଦେ ଜାଇକରି ମୁ ଦଇଲାଜେ, ଦେକିପାର୍ଲା ଆରି ଆଇଲା ।
And He said to him; do go do wash yourself in the pool of Siloam which means Sent. He went therefore and washed and came [back] seeing.
8 ୮ କେତେକ୍ ଲକ୍ମନ୍ ଏ ଲକ୍କେ ଆଗ୍ତୁ ବିକ୍ ମାଙ୍ଗ୍ବାଟା ଦେକି ରଇଲାଇ । ସେଟାର୍ ପାଇ ଏ ଲକ୍ମନ୍ ଆରି କାଣାର୍ ଗର୍ ଲଗର୍ ଲକ୍ମନ୍ ତାକେ ଦେକି କଇଲାଇ, “ଜନ୍ ଲକ୍କି ସବୁବେଲା ବସିକରି ବିକ୍ ମାଙ୍ଗ୍ତେ ରଇଲା ସେ କାଇ ଏ ଲକ୍ ନଏଁ କି?”
The therefore neighbours and those having seen him before that (a beggar *N(K)O*) he was, were saying; Surely this is the [one] sitting and begging?
9 ୯ କେତେ ଲକ୍ମନ୍ କଇଲାଇ, “ଉଁ ଏତାଉ ସେ ଲକ୍ସେ ।” ମାତର୍ ଆରି ଅଦେକ୍ ଲକ୍ କଇଲାଇ, “ନାଇ ଏ ସେ ଲକ୍ ନଏଁ ମାତର୍ ତାର୍ ପାରା ଡିସ୍ଲାନି ।” ମାତର୍ କାଣା କଇଲା, “ମୁଇସେ ଆଗ୍ତୁ କାଣା ଅଇରଇଲି ।”
Some were saying that He it is, but others were saying; (No, *no*) (but *N(k)O*) (that *k*) like as him he is. He was saying that I myself am [he].
10 ୧୦ ଲକ୍ମନ୍ ତାକେ ପାଚାର୍ଲାଇ, “ଏନ୍ତି ବଇଲେ ତୁଇ କେନ୍ତି ଦେକିପାର୍ଲୁସ୍ନି?”
They were saying therefore to him; How (then *NO*) were opened of you the eyes?
11 ୧୧ କାଣା ସେମନ୍କେ କଇଲା, “ଲକ୍ମନ୍ ଜନ୍ ଲକ୍କେ ଜିସୁ ବଲି କଇଲାଇନି, ସେ କାଦ କରି ମର୍ ଆଁକିତେଇ ଲିପିଦେଲା । ତାର୍ପଚେ ସେ ମକେ ‘ସିଲଅ ନାଉଁର୍ ବନ୍ଦେ ଜାଇକରି ଦ’ ବଲି କଇଲା । ପଚେ ମୁଇ ଜାଇକରି ବନ୍ଦେ ମୁ ଦଇଲା ଦାପ୍ରେ ଦେକି ପାର୍ଲି ।”
Answered He (and said: *k*) (The *no*) man (who *no*) is being named Jesus clay made and He anointed my eyes and He said to me (that *no*) do go to (pool *k*) (*N(k)O*) Siloam and do wash. yourself Having gone (therefore *N(K)O*) and having washed I received sight.
12 ୧୨ ଆରି ଲକ୍ମନ୍ ତାକେ କଇଲାଇ, “ସେ କନ୍ତି ଆଚେ?” ସେ “ମୁଇ ନାଜାନି” ବଲି କଇଲା ।
(And *N(k)O*) they said to him; Where is He? He says; Not I know.
13 ୧୩ ତାର୍ ପଚେ ଲକ୍ମନ୍ ଆଗେଅନି କାଣା ଅଇରଇଲା ଲକ୍କେ ପାରୁସିମନର୍ ଲଗେ ଡାକିନେଲାଇ ।
They bring him to the Pharisees who once [was] blind;
14 ୧୪ ଜିସୁ ଜନ୍ ଦିନେ କାଦ ଲିପିକରି ତାର୍ ଆଁକି ନିକ କରିରଇଲା, ସେ ଦିନ୍ ବିସ୍ରାମ୍ବାର୍ ରଇଲା ।
Was now Sabbath (in which day *NO*) (when *k*) the clay made Jesus and opened of him the eyes.
15 ୧୫ ପାରୁସି ଲକ୍ମନ୍ ତାକେ ଆରିତରେକ୍ ପାଚାର୍ଲାଇ, “ତୁଇ କେନ୍ତାର୍ ଦେକିପାର୍ଲୁସ୍ନି?” ତେଇ ସେ ସେମନ୍କେ କଇଲା, “ଜିସୁ ମର୍ ଆଁକିଟାନେ କାଦ ଲାଗାଇଦେଲା । ପଚେ ମୁଇ ମୁ ଦଇ ଆଇଲି ଆରି ଏବେ ଦେକି ପାର୍ଲିନି ।”
Again therefore were asking him also the Pharisees how he had received sight. And he said to them; Clay He put on my eyes and I washed and I see.
16 ୧୬ କେତେଟା ପାରୁସିମନ୍ କଇଲାଇ, “ଏ ଲକ୍ ପର୍ମେସରର୍ ତେଇଅନି ଆସେ ନାଇ । ସେଟାର୍ ପାଇଁ ସେ ବିସ୍ରାମ୍ ଦିନର୍ ନିୟମ୍ ମାନେନାଇ ।” ଆରି ଅଦେକ୍ ଲକ୍ମନ୍ କଇଲାଇ, “ଗଟେକ୍ ପାପି ଲକ୍ କେବେ ମିସା ଏନ୍ତି କାବାଅଇଜିବା କାମ୍ କରିନାପାରେ ।” ଏନ୍ତି ଜିଉଦି ଲକ୍ମନ୍ ଦୁଇ ବାଗ୍ ଅଇଗାଲାଇ ।
Were saying therefore of the Pharisees some; Not is this from (*k*) God the man for the Sabbath not He does keep. Others (however *no*) were saying; How is able a man sinful such signs to do? And division there was among them.
17 ୧୭ ସେଟାର୍ ପାଇ ସେମନ୍ ସେ ଲକ୍କେ ଆରି ତରେକ୍ ପାଚାର୍ଲାଇ, “ତକେ ଜିସୁ ନିମାନ୍ କଲାଜେ ଦେକି ପାର୍ଲୁସ୍ନି । ଏନ୍ତି ବଇଲେ ତୁଇ ତାକେ କେ ବଲି ବାବ୍ଲୁସ୍ନି?” ସେ ଲକ୍ ସେମନ୍କେ କଇଲା, “ସେ ଗଟେକ୍ ବବିସତ୍ବକ୍ତା ।”
They say (therefore *NO*) to the blind [man] again; What you yourself say concerning Him for He opened of you the eyes? And he said that A prophet He is.
18 ୧୮ ଜିଉଦି ନେତାମନ୍ ସେ ନିମାନ୍ ଅଇଲା ଲକ୍ ଆଗ୍ତୁ କାଣା ରଇଲା ଜେ ଏବେ ସେ ଦେକିପାର୍ବା ବିସଇ ମୁଲ୍କେ ବିସ୍ବାସ୍ କରତ୍ନାଇ । ପାରୁସିମନ୍ ସେ ଲକର୍ ମାଆ ବାବାକେ ନ ଡାକ୍ବା ଜାକ ମୁଲ୍କେ ବିସ୍ବାସ୍ କରତ୍ନାଇ ।
Not did believe then the Jews concerning him that he was being blind and received sight until when they called the parents of him who having received sight,
19 ୧୯ ସେମନ୍ ତାର୍ ମାଆ ବାବାକେ ପାଚାର୍ଲାଇ, “ଏଟା ତମର୍ ପିଲା କି? ସେ ଜନ୍ମେ ଅନି କାଣାଟା ବଲି ତମେ କଇଲାସ୍ନି, ଏନ୍ତି ବଇଲେ ସେ କେନ୍ତି ଦେକିପାର୍ଲାନି?”
And they asked them saying; This is the son of you of whom you yourselves say that blind he was born? How then does he see presently
20 ୨୦ ତାର୍ ମାଆ ବାବା କଇଲାଇ, “ଉଁ ଏଟା ଆମର୍ ପିଲା । ସେ ଜନ୍ମେଅନି କାଣା ରଇଲା ବଲି ଆମେ ଜାନି ଆଚୁ ।
Answered (therefore *N(k)*) (to them *k*) the parents of him and said; We know that this is the son of us and that blind he was born;
21 ୨୧ ମାତର୍ ଏବେ ସେ କେନ୍ତି ଦେକିପାର୍ଲାନି ଆରି କେ ତାକେ ନିମାନ୍ କଲା ସେଟା ଆମେ ନାଜାନୁ । ସେ ଏବେ ବଡ୍ ଅଇଲା ଆଚେ ତାକେ ପାଚାରା ସେ ନିଜେ କଇସି ।”
How however presently he sees not we know, or who opened of him the eyes we ourselves not know; him do ask, (he himself *k*) [of] age is; He himself Concerning himself he will speak.
22 ୨୨ ତାର୍ ମାଆ ବାବା ଜିଉଦି ନେତାମନ୍କେ ଡରି ଏନ୍ତି ବଲି କଇଦେଲାଇ । କାଇକେ ବଇଲେ ଜିସୁକେ ଜଦି ମସିଅ ବଲି କଇସି ବଇଲେ ତାକେ ପର୍ମେସର୍କେ ଉପାସନା କର୍ବା ଗର୍ ବିତ୍ରେ ଜିବାକେ ନ ଦେଅତ୍ ବଲି ଆଗ୍ତୁସେ କଇରଇଲାଇ ।
These things said the parents of Him because they were afraid of the Jews; already for had agreed together the Jews that if anyone Him shall confess Christ, expelled from the synagogue he shall be.
23 ୨୩ ସେଟାର୍ପାଇ ସେ ମାଆ ବାବା କଇଲାଇ, “ସେ ତ ବଡ୍ ଅଇଲା ଆଚେ, ତାକେ ପାଚାରା ।”
Because of this the parents of him said that Age he has, him (do question. *N(k)O*)
24 ୨୪ ସେମନ୍ ସେ ଲକ୍କେ ଆରି ତରେକ୍ ବିତ୍ରେ ଡାକି କରି ପାଚାର୍ଲାଇ, “ପର୍ମେସର୍କେ ରାନ୍ ପାକାଇ କ । ଜିସୁ ଗଟେକ୍ ପାପି ଲକ୍ ବଲି ଆମେ ଜାନୁ ।”
They called therefore the man out a second time who were blind and they said to him; do give glory to God! We ourselves know that this man a sinner is.
25 ୨୫ ତାର୍ ପଚେ ସେମନ୍କେ ସେ କଇଲା, “ସେ ପାପି ଲକ୍କି ନଏଁ ସେଟା ମୁଇ ଜାନି ନାଇ । ମାତର୍ ମୁଇ ଗଟେକ୍ ବିସଇ ଜାନି ଆଚି ସେଟା ଅଇଲାନି, ମୁଇ ଆଗ୍ତୁ କାଣା ରଇଲି, ଏବେ ଦେକି ପାର୍ଲିନି ।”
Answered then he (and said: *k*) Whether a sinner He is not I know; One [thing] I do know that blind being now I see.
26 ୨୬ ଜିଉଦି ନେତାମନ୍ ତାକେ ପାଚାର୍ଲାଇ, “ସେ ତକେ କାଇଟା କଲା? କେନ୍ତି ତର୍ ଆଁକି ପିଟାଇଦେଲା?”
They said (therefore *N(k)O*) to him (again: *k*) What did He to you? How opened He of you the eyes?
27 ୨୭ ସେ ସେମନ୍କେ କଇଲା, “ମୁଇ ଆଗ୍ତୁସେ କଇ ସାରାଇଆଚି, ମାତର୍ ତମେ ମାନ୍ବାକେ ମନ୍ କରାସ୍ ନାଇ । ଏବେ ଆରି ତରେକ୍ କାଇକେ ପାଚାର୍ଲାସ୍ନି? ତମେ ମିସା କାଇ ତାର୍ ସିସ୍ ଅଇବାକେ ମନ୍କଲାସ୍ନି କି?”
He answered them; I told you already, and not you did listen. Why again do you wish to hear? Surely not also you yourselves do wish His disciples to become?
28 ୨୮ ସେମନ୍ ସାଇପ୍ ଦେଇ କଇଲାଇ, “ତୁଇ କାଇ ତାର୍ ସିସ୍ ଅଇସୁ, ଆମେ ନଉଁ, ଆମେ ମସାର୍ ସିସ୍ମନ୍ ।
(And *n(o)*) ([they] now *o*) railed at (therefore *K*) him and said; You yourself a disciple are of that One, we ourselves however of Moses are disciples.
29 ୨୯ ପର୍ମେସର୍ ମସାର୍ତେଇ କାତା ଅଇରଇଲାଟା ଆମେ ଜାନିଆଚୁ, ମାତର୍ ଏ ଲକ୍ କନ୍ତିଅନି ଆଇଲାଆଚେ, ସେଟା ନାଜାନୁ ।”
We ourselves know that to Moses has spoken God, this [man] however not we know from where is.
30 ୩୦ ତାର୍ ପଚେ ସେ ଲକ୍ ଜିଉଦି ନେତାମନ୍କେ କଇଲା, “ଏଟା ଗଟେକ୍ ବେସି ବଡ୍ କାବାଅଇଜିବା ବିସଇ । ସେ ଲକ୍ ମର୍ ଆଁକି ନିମାନ୍ କଲାଆଚେ, ମାତର୍ ସେ କନ୍ତିଅନି ଆଇଲା ଆଚେ, ସେଟା ତମେ ନାଜାନୁ ବଲି କଇଲାସ୍ନି ।”
Answered the man and said to them; In this for (*no*) an amazing thing is that you yourselves not know from where He is, and yet (He opened *N(k)O*) my eyes.
31 ୩୧ ପାପି ଲକ୍ମନର୍ ପାର୍ତନା ପର୍ମେସର୍ ନ ସୁନେ ବଲି ସବୁ ଲକ୍ମନ୍ ଜାନିଆଚତ୍ । ମାତର୍ ଜନ୍ ଲକ୍ ପର୍ମେସର୍କେ ଜୁଆର୍ କରି ସେ ମନ୍କଲା ଇସାବେ ଚଲାଚଲ୍ତି କଲାନି, ସେ ତାର୍ କାତା ସୁନ୍ସି ।
We know (now *k*) that to sinners God not does listen, but if anyone God-fearing shall be and the will of Him shall do, to him He listens.
32 ୩୨ ଦୁନିଆ ଆରାମେଅନି, ଜନ୍ମେ ଅନି କାଣା ରଇଲା ଗଟେକ୍ ଲକ୍କେ ଆଁକି ଡିସାଇବାଟା ଏବେ ଜାକ ମିସା ନ ସୁନିରଇଲାଇ । (aiōn )
Out of the age never it has been heard that opened anyone [the] eyes of [one] blind born. (aiōn )
33 ୩୩ ଏ ଲକ୍ ଜଦି ପର୍ମେସରର୍ ଟାନେଅନି ଆସି ନ ରଇଲେ, କେବେ ମିସା ଏ କାମ୍ କରିନାପାର୍ତା ।
only unless were this [man] from God, not He was able to do no [thing].
34 ୩୪ ସେବେଲା ଜିଉଦି ନେତାମନ୍ କଇଲାଇ, “ତୁଇ ପାପେ ଜନମ୍ ଅଇକରି ପୁରାପୁରୁନ୍ ପାପେ ବୁଡି ଆଚୁସ୍ । ତେଇଅନି ତୁଇ ବାଅଡ୍ । ଆମ୍କେ ସିକାଇଲୁସ୍ନି?” ଏନ୍ତି କଇକରି ସେମନ୍ ତାକେ ଜିଉଦିମନର୍ ପାର୍ତନା ଗରେଅନି ବାର୍କରାଇଦେଲାଇ ।
They answered and they said to him; In sins you yourself were born entirely and you yourself teach us? And they cast him out.
35 ୩୫ ଜିସୁ ସେ ଲକ୍କେ ପାର୍ତନା ଗରେ ଅନି ବାର୍ କରାଇ ଦେଲାଟା ସୁନି ଆରିତରେକ୍ ତାକେ ଦେକାଇଅଇ, ପାଚାର୍ଲା, “ତୁଇ ପର୍ମେସର୍ ତେଇଅନି ଆଇଲା ନର୍ପିଲାକେ ବିସ୍ବାସ୍ କଲୁସ୍ନି କି?”
Heard (*ko*) Jesus that they had cast him out, and having found him He said (to him: *ko*) You yourself believe in the Son (of Man? *N(K)O*)
36 ୩୬ ସେ କାଣା ଲକ୍ କଇଲା, “ଏ ଆଗିଆଁ ସେ ଲକ୍ କେ? ମୁଇ ତାକେ ବିସ୍ବାସ୍ କର୍ବି ।”
Answered he and said; (And *no*) who is He, lord, that I may believe in Him?
37 ୩୭ ଜିସୁ ତାକେ କଇଲା, “ତୁଇ ତାକେ ଦେକିଆଚୁସ୍, ଆରି ଏବେ ଜନ୍ ଲକର୍ ସଙ୍ଗ୍ କାତା ଅଇଲୁସ୍ନି, ସେ ଆକା ସେ ଲକ୍।”
Said (now *k*) to him Jesus; Both You have seen Him, and the [One] speaking with you He is.
38 ୩୮ ସେବେଲାଇ ସେ କଇଲା, “ମାପ୍ରୁ ମୁଇ ତକେ ବିସ୍ବାସ୍ କଲିନି ।” ଆରି ଜିସୁର୍ ମୁଆଟେ ମାଣ୍ଡିକୁଟା ଦେଇ ଜୁଆର୍ କଲା ।
And he was saying; I believe, Lord, And he worshiped Him.
39 ୩୯ ଜିସୁ କଇଲା, “ମୁଇ ଏ ଦୁନିଆର୍ ଲକ୍ମନ୍କେ ବିଚାର୍ କର୍ବାର୍ ଆସିଆଚି । ସେଟାର୍ ପାଇ କାଣା ଲକ୍ମନ୍ ଦେକିପାର୍ବାଇ, ଆରି ଦେକିପାର୍ବା ଲକ୍ମନ୍ କାଣା ଅଇଜିବାଇ ।”
And said Jesus; For judgment I myself into world this came, that those not seeing may see and those seeing blind may become.
40 ୪୦ ଜିସୁ ଏନ୍ତି କଇବା କାତା, ଲଗେ ରଇଲା କେତେଟା ପାରୁସି ଲକ୍ମନ୍ ସୁନିକରି ତାକେ ପାଚାର୍ଲାଇ, “ଏନ୍ତି ବଇଲେ ଆମ୍କେ କାଇ କାଣା ଲକ୍ମନ୍ ବଲି ବାବ୍ଲୁସ୍ନି କି?”
(and *k*) Heard from the Pharisees these things who with Him being and they said to Him; Surely not also we ourselves blind are?
41 ୪୧ ଜିସୁ ସେମନ୍କେ କଇଲା, “ତମେ କାଣା ଅଇରଇତାସ୍ ଆଲେ ଦସି ନ ଅଇତାସ୍ । ମାତର୍ ଦେକି ପାର୍ଲୁନି ବଲି କଇଲାସ୍ନିଜେ ଅଦିକ୍ ଦସି ।”
Said to them Jesus; If blind you were, not then would you have sin. since however you say that We see, the (therefore *K*) sin of you remains.