< ଲୁକ୍ 1 >
1 ୧ ଏ ତିଅପିଲ୍ ମଆସୟ, ଆମର୍ ବିତ୍ରେ ଜନ୍ ସବୁ ଗଟ୍ନା ଗଟ୍ଲା, ସେସବୁ ଲେକ୍ବାକେ ବେସି ଲକ୍ ଚେସ୍ଟା କଲାଇ ।
Kanao maro ty nandrambe am-pitàñe handahatse talily amo raha atokisantikañeo
2 ୨ ଆରାମ୍ ଅଇଲା ମୁଲେ, ଜେଜେ ଏ ସବୁ ଦେକିରଇଲାଇ ଆରି ସୁବ୍ କବର୍ ବିନ୍ ଲକ୍ମନ୍କେ ଜାନାଇଲାଇ, ସେମନ୍ ଆମ୍କେ କଇଲା ଇସାବେ ଲେକ୍ଲାଇ ।
manahake ty nitaroña’ iareo ama’ay, ie nivalolombeloñe boak’am-baloha’e nimpitoroñe i tsaray ama’ay,
3 ୩ ତେବର୍ପାଇ ଏ ମାନନିୟ ତିୟପିଲ୍. ପୁର୍ବେଅନି ଟିକିନିକି କଜ୍ଲଡ୍କରି ତେଇ ସବୁଜାକ ରିତିିନିତି ସଙ୍ଗ୍ ଅଇଲାଟା ତମର୍ପାଇ ମୁଇ ଲେକ୍ବିଆକା ବଲି ମନ୍କଲି ।
le satriko ka, ie hinotsohotsoko boak’ am-baloha’e i hene rezay, ty hanokitse talily soa filahatse ho azo, ry roandria Teofilo,
4 ୪ ଜେନ୍ତି ତୁଇ ସବୁ ବିସଇର୍ ସିକିଆ ପାଇଆଚୁସ୍, ସେ ସିକିଆର୍ ପୁରାପୁରୁନ୍ ସତ୍ ପାଇପାରୁସ୍ ।
hahafohina’o ty hatò’ i tsara nañohañe azoy.
5 ୫ ଜିଉଦା ଦେସର୍ ରାଜା ଏରଦର୍ ବେଲେ, ଅବିୟ ପୁଜାରି ଦଲେ ଜିକରିୟ ନାଉଁର୍ ଗଟେକ୍ ପୁଜାରି ରଇଲା । ତାର୍ ମାଇଜି ଏଲିସାବେତ୍ । ସେ ଆରଣ୍ ବଁସର୍ ରଇଲା ।
Teo tañ’andro’ i Heroda mpanjaka’ Iehodà, ty mpisoroñe atao Zakaria, am-pirimboña’ i Abia; boak’ amo anak’ ampela’ i Aroneo ty tañanjomba’e, i Elizabeta ty tahina’e.
6 ୬ ପର୍ମେସରର୍ ଦେକ୍ବା ଇସାବେ ସେମନ୍ ଦୁଇଲକ୍ ଜାକ ମାପ୍ରୁର୍ ସବୁ ଆଦେସ୍, ବିଦି ଇସାବେ କରତେରଇଲାଇ ।
Songa vantañe añatrefan’ Añahare iereo roroe; tsy amam-pitsikoañe ty fañaveloa’iareo amo lily naho fepè’ Iehovào.
7 ୭ ମାତର୍ ସେମନ୍କେ ପିଲାଜିଲା ନ ରଇଲା । କାଇକେ ବଇଲେ ଏଲିସାବେତ୍ ବାଞ୍ଜି ରଇଲା । ଆରି ସେମନ୍ ଡକ୍ରା ଡକ୍ରି ଅଇଜାଇରଇଲାଇ ।
Tsy nanañ’ anake fa betsiterake t’i Elizabeta vaho sambe nigain-kantetse ie roroe.
8 ୮ ଦିନେକ୍ ଜିକରିୟ ନିଜର୍ ଦଲର୍ ପାଲି ଇସାବେ, ଜିଉଦିମନର୍ ମନ୍ଦିରେ ପୁଜାରି କାମ୍ କର୍ବାବେଲେ,
Aa ie nitoroñe ami’ty naham-pisoroñe aze añatrefan’Añahare ami’ty fifandimbezam-pirimboña’e t’i Zakaria;
9 ୯ ରିତିନିତି ଇସାବେ ଜିକରିୟର୍ ନାଉଁ କେଡ୍ ପୁଟ୍ଲାଜେ ତାକେ ମାପ୍ରୁର୍ ମନ୍ଦିରେ ଜାଇକରି ବେଦିଟାନେ ଦୁପ୍ ଦେବାକେ ପଡ୍ଲା ।
le amy lilim-pisoroñañey, nitsatok’ ama’e ty hañemboke, le nimoak’ an-kibohon’ Añahare ao,
10 ୧୦ ଆରି ଦୁପ୍ ଦେବାବେଲେ ଲକ୍ମନ୍ ବାଇରେ ପାର୍ତନା କର୍ତେ ରଇଲାଇ ।
vaho hene nilolok’ alafe’e ao i màroy amy fotoam-pañembohañey.
11 ୧୧ ସେଡ୍କିବେଲେ ଏଦେ ଦେକା! ମାପ୍ରୁର୍ ଗଟେକ୍ ଦୁତ୍ ଦୁପ୍ ଦେବା ବେଦିର୍ ଉଜାବାଟେ ଟିଆଅଇ ତାକେ ଦର୍ସନ୍ ଦେଲା ।
Nisodeha ama’e amy zao ty anjeli’ i Talè, nijohañe an-kavana’ i kitrelim-pañembohañey.
12 ୧୨ ଜିକରିୟ ତାକେ ଦେକି କିଲ୍ବିଲ୍ ଅଇ ଡରିଗାଲା ।
Nianifañe t’i Zakaria te nahaoniñe, nihohokòhoke, vaho nidoiña’ ty firevendreveñañe.
13 ୧୩ ମାତର୍ ଦୁତ୍ ତାକେ କଇଲା, “ଜିକରିୟ ଡର୍ନାଇ, କାଇକେବଇଲେ ତମେ ଗୁଆରି କଲାଟା ପର୍ମେସର୍ ସୁନିଆଚେ । ତର୍ ମାଇଜି ଏଲିସାବେତ୍ ଗଟେକ୍ ପିଲା ଜନମ୍ ଦେଇସି । ତମେ ତାକେ ଜଅନ୍ ବଲି ନାଉଁ ଦିଆସ୍ ।
Le hoe ty asa’ i anjeliy tama’e; Ko hemban-drehe Zakaria fa jinanjiñe i halali’oy le hisama-dahy ama’o t’i Elizabeta tañanjomba’o vaho toñono ty hoe Jaona ty añara’e.
14 ୧୪ ସେ ତମର୍ ପାଇ ବେସି ସାର୍ଦା ଆନ୍ସି ଆରି କେତେ କେତେ ଲକ୍ମନ୍ ତାର୍ ଜନମେ ସାର୍ଦା କର୍ବାଇ ।
Ho fale naho ehake irehe vaho maro ty hirebek’ amy hisamaha’ey,
15 ୧୫ ମାପ୍ରୁର୍ ଦେକ୍ବା ଇସାବେ ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି । ସେ ଆମଟ୍ ଅଇଜାଇରଇବା ଅଙ୍ଗୁର୍ ରସ୍ କି ନିସା ଜିନିସ୍ ମୁଲ୍କେ ନ କାଏ ଆରି ମାଆର୍ ଗର୍ବେ ଅନି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ଆଇସି ।
amy t’ie ho ra’elahy añatrefa’ Iehovà, naho tsy hinon-divay ndra toake, vaho ie mbe an-kovin-drene’e ao ro ho lifore’ i Arofo Masiñey.
16 ୧୬ ଆରି ଇସ୍ରାଏଲ୍ ଲକ୍ମନର୍ ବିତ୍ରେ ଅନି କେତେ କେତେ ଲକ୍ମନ୍କେ ମାପ୍ରୁ ତାର୍ ପର୍ମେସରର୍ ଟାନେ ବାଉଡାଇସି ।
Maro amo ana’ Israeleo ty hampitolihe’e amy Iehovà Andrianañahare’ey.
17 ୧୭ ସେ ବବିସତ୍ବକ୍ତା ଏଲିୟର୍ ଆତ୍ମାଇ ବପୁଅଇ ପର୍ମେସରର୍ ଆଗ୍ତୁ ଜାଇସି । ବାବାମନର୍ ମନ୍ ପିଲାମନର୍ଟାନେ ବାଉଡାଇସି । ପର୍ମେସରର୍ କାତା ନ ମାନ୍ବା ଲକ୍ମନ୍କେ ଦରମ୍ ଲକ୍ମନ୍ ଚିନ୍ତା କର୍ବା ଟାନେ ବାଉଡାଇସି । ଆରି ପର୍ମେସରର୍ ଲକ୍ମନ୍କେ ତାର୍ ପାଇ ଜାଗ୍ରତ୍ କରାଇସି ।”
Ie hañavelo añatrefa’eo ami’ty arofo naho haozara’ i Elia, hampitolihe’e amo anakeo ty tron-droae naho mb’ami’ty fahihira’ o vantañeo o manjehatseo, hampihentseñe ondaty veka’e ho a Iehovà.
18 ୧୮ ତେଇ ଜିକରିୟ ଦୁତ୍କେ କଇଲା, “ତମେ କଇବାଟା ସତ୍ ଅଇସି ବଲି ମୁଇ କେନ୍ତି ଜାନ୍ବି? କାଇକେବଇଲେ ମୁଇତା ଡକ୍ରା ଅଇଗାଲିବେ, ଆରି ମର୍ ମାଇଜି ମିସା ଡକ୍ରି ଅଇଗାଲାନି ।”
Aa hoe t’i Zakaria tamy anjeliy; Aia ty haharendrehako t’ie to? Bey iraho naho migain-kantetse ka ty valiko.
19 ୧୯ ଦୁତ୍ ତାକେ କଇଲା “ମୁଇ ଗାବ୍ରିଏଲ୍, ମୁଇ ପର୍ମେସରର୍ ମୁଆଟେ ଟିଆ ଅଇରଇବା ଦୁତ୍, ତମ୍କେ ଏ କବର୍ ଜାନାଇବାକେ ମକେ ପାଟାଇଆଚେ ।
Tinoi’ i anjeliy ty hoe, Izaho n’o Gabriele mpijohañe añatrefan’ Añahareo; niraheñe hivolañ’ ama’o, hitaroñe o talili-soa zao.
20 ୨୦ ଦେକ୍, ଏ ସବୁ ନ ଅଇବା ଦିନ୍ ଜାକ ତୁଇ ଗୁଲାଅଇ ରଇସୁ । କାଇକେବଇଲେ ମର୍ ସବୁ ବାକିଅ ସମାନ୍ ବେଲାଇସେ ପୁରାପୁରୁନ୍ ଅଇସି । ସେଟା ସବୁ ତୁଇ ବିସ୍ବାସ୍ କୁରୁସ୍ ନାଇ ।”
Fe inao! ho moan-drehe, tsy hahasaontsy ampara’ t’ie tafetetse, ami’te tsy natokisa’o o volakoo, ie ho heneke amy nifantañañey.
21 ୨୧ ଏତ୍କି ଅଇବା ବିତ୍ରେ ଲକ୍ମନ୍ ଜିକରିୟକେ ବାଇରେ ଜାଗିରଇଲାଇ ଆରି ଦେଉଲେ ତାର୍ ଅଲ୍ସମ୍ ଅଇଲାଜେ ସେମନ୍ କାବାଅଇ ଜାଇତେରଇଲାଇ ।
Nandiñe i Zakaria ondatio, nilatsa t’ie tambatse amy toetse miavakey ao.
22 ୨୨ ମାତର୍ ଜିକରିୟ ବାରଇ ଆସି ଲକ୍ମନର୍ ସଙ୍ଗ୍ କାତାଅଇ ନାପାର୍ଲା, ତେଇ ସେ ଦେଉଲେ ଦର୍ସନ୍ ପାଇଆଚେ ବଲି ଲକ୍ମନ୍ ବୁଜ୍ଲାଇ ଆରି ସେ ଲକ୍ମନ୍କେ ଆତ୍ ସଗିଆ କରି ଜାନାଇବାର୍ ଦାର୍ଲା ଆରି ଗୁଲାଅଇକରି ରଇଲା ।
Ie niavotse, le tsy nahasaontsy am’ iereo naho nioni’ iereo te niboahan-draha añ’ anjomba miavak’ ao, ie nanondrotondro am’iareo, fa le lia’e nimoañe.
23 ୨୩ ଜିକରିୟ ତାର୍ ସେବା କର୍ବା ପାଲି ଦିନ୍ ସବୁ ସାର୍ଲା ପଚେ ତାର୍ ଗରେ ଉଟିଗାଲା ।
Ie amy zao, naho niheneke o andro fitoroña’eo, le nimpoly mb’añ’ anjomba’e añe.
24 ୨୪ ଏତ୍କି ଅଇ କେତେକ୍ ଦିନ୍ ଗାଲା ପଚେ ତାର୍ ମାଇଜି ଏଲିସାବେତ୍ ଗାଗ୍ଡେ ଅଇଲା ଆରି ସେ ପାଁଚ୍ ମାସ୍ ଜାକ କାକେ ନ ଜାନାଇ ଗରେସେ ରଇଲା ।
Añe i andro rezay le niareñe t’i Elizabeta, vali’e, vaho nipalitse lime volañe, fa hoe ty asa’e:
25 ୨୫ ତାର୍ପଚେ ଏଲିସାବେତ୍ କଇଲା, “ଲକ୍ମନର୍ ଜେଞ୍ଜେଟ୍ କର୍ବାଟା ଦୁର୍ କର୍ବାକେ ସାରାସାରି ମକେ ଦୟା କରି ମାପ୍ରୁ ଏନ୍ତାରି କଲାଆଚେ ।”
Zao ty nanoe’ Iehovà amako amy andro nivazoho’ey, hañafaha’e amako ty sirika’ondatio.
26 ୨୬ ଏଲିସାବେତ୍ ଗାଗ୍ଡେଅଇ ଚ ମାସ୍ ଅଇଲାକେ, ପର୍ମେସର୍ ଗାବ୍ରିଏଲ୍ ଦୁତ୍କେ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ନଅରେ ଗଟେକ୍ ଦାଙ୍ଗ୍ଡିର୍ ଟାନେ ପାଟାଇଲା ।
Ie amy fah’enembola’ey le niraheñe boak’ aman’Añahare ao t’i Gabriela anjely homb’an-drova atao Nazareta e Galilia añe,
27 ୨୭ ସେ ଦାଙ୍ଗ୍ଡିର୍ ନାଉଁ ମରିୟମ୍, ଦାଉଦ୍ ବଁସର୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା ସଙ୍ଗ୍ ତାର୍ ମାଙ୍ଗ୍ନି ଅଇରଇଲା ।
mb’ami’ty somondrara nifofoe’ t’indaty atao Iosefe, anjomba’ i Davide, Marie ty añara’ i somondraray.
28 ୨୮ ଦୁତ୍ ମରିୟମର୍ ଲଗେ ଆସି କଇଲା, “ଏ ନୁନି, ମାପ୍ରୁ ତକେ ଦୟାକଲା ଆଚେ, ଆରି ତର୍ସଙ୍ଗ୍ ଆଚେ ।”
Niheo ama’e i anjeliy nanao ty hoe; Akore ry isoheñe! mitahy azo t’Iehovà.
29 ୨୯ ମରିୟମ୍ ସରଗର୍ ଦୁତ୍ କଇଲା ବାକିଅ ସୁନ୍ଲା ଆରି କାଇଟା ବୁଜିନାପାରି ଉଡୁକ୍ ଦୁଡୁକ୍ ଅଇଜାଇକରି, ବାବିବାବି ରଇଲା ।
Nitsonevotse amy zao re amy tsara’ey, le nitsakore i fañontanea’ey.
30 ୩୦ ଦୁତ୍ ତାକେ କଇଲା, “ମରିୟମ ଡର୍ ନାଇ, ତୁଇ ମାପ୍ରୁର୍ ଦୟା ପାଇଆଚୁସ୍ ।
Ko hemban-drehe, Marie, hoe i anjeliy fa nanjò fañisohañe aman’ Añahare.
31 ୩୧ ଦେକ୍ ତୁଇ ଗାଗ୍ଡେ ଅଇ ପିଲା ଗଟେକ୍ ଜନମ୍ କର୍ସୁ ଆରି ତାର୍ ନାଉଁ ଜିସୁ ଦେଇସା ।
Oniño t’ie hiareñ’ an-koviñ’ ao le hisama-dahy, vaho hatao’o Iesoà ty añara’e
32 ୩୨ ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ପଅ ବଲି କଇବାଇ, ସରଗର୍ ମାପ୍ରୁ ତାକେ, ତାର୍ ଆନିଦାଦି ଦାଉଦର୍ ପାରା ରାଜା କରାଇସି ।
Ho fanalolahy re, le ho toñoneñe ty hoe: Ana’ i Andindimoneñey naho hatolo’ Iehovà Andrianañahare aze ty fiambesa’ i Davide rae’e;
33 ୩୩ ସେ କାଲ୍କାଲ୍ ଜୁଗ୍ଜୁଗ୍ ଇସ୍ରାଏଲ୍ ଲକ୍ମନ୍କେ ସାସନ୍ କର୍ସି । ତାର୍ ରାଇଜ୍ କେବେ ନ ସାରେ ।” (aiōn )
le ho fehe’e nainae’e ty anjomba’ Iakobe vaho tsy ho modo i fifehea’ey. (aiōn )
34 ୩୪ ମରିୟମ୍ ଦୁତ୍କେ କଇଲା, “ଏଟା କେନ୍ତି ଅଇସି? ମୁଇତା ମୁନୁସ୍କେ ନାଜାନି!”
Le hoe t’i Marie tamy anjeliy; Akore ty hahamete’ izay, izaho tsy mahavany lahy?
35 ୩୫ ଦୁତ୍ ତାକେ କଇଲା, “ସୁକଲ୍ ଆତ୍ମା ଆସି ତକେ ଡାବି ଅଇସି, ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ବପୁ ତକେ ଗୁଡିଆଇ ଅଇସି, ତେବର୍ପାଇ ଜେ ଜାତ୍ ଅଇସି, ସେ ସୁକଲ୍ ପର୍ମେସରର୍ ପଅ ବଲି ଡାକ୍ପୁଟା ଅଇସି ।”
Aa le hoe ty natoi’ i anjeliy aze; Hitotsak’ ama’o i Arofo Masiñey, hañalok’ azo ty haozara’ i Andindimoneñey; le ho toñoneñe ty hoe, Anan’ Añahare, i Masiñe hasama’oy.
36 ୩୬ ଆରି ଦେକ୍, ତର୍ ଲାଗାର୍ ଲିତାର୍ ଏଲିସାବେତ୍ ମିସା ଡକ୍ରି ବେଲେ ଗାଗ୍ଡେ ଆଚେ, ଜାକେ ଲକ୍ମନ୍ ବାଞ୍ଜି ବଲି କଇତେରଇଲାଇ । ତାକେ ଏବେ ଚ ମାସ୍ ଅଇଲାନି ।
Inao te niaren-dahy ka t’i Elizabeta longo’o ndra te bey; fa enem-bolañe henaneo i natao betsiterakey,
37 ୩୭ କାଇକେବଇଲେ ପର୍ମେସରର୍ଟାନେ କାଇଟା ମିସା ନ ଅଇବା କାମ୍ ନାଇ, ବଲି କଇଲା ।
Toe tsy eo ty tsy lefen’ Añahare.
38 ୩୮ ତେଇ ମରିୟମ୍ କଇଲା, “ଦେକା, ମୁଇ ଗଟେକ୍ ମାପ୍ରୁର୍ ଦାସି, ତମେ କଇବା ଇସାବେ ମକେ ଅ ।” ତାର୍ପଚେ ଦୁତ୍ ତାର୍ଟାନେଅନି ଉଟିଗାଲା ।
Hoe t’i Marie; Intoy ty anak’ ampata’ Iehovà; lonike te ho amako i sinaontsi’oy. Le nienga aze i anjeliy.
39 ୩୯ ସେଡ୍କିବେଲେ ମରିୟମ୍ ବାରଇକରି ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ଗଟେକ୍ ନଅରେ ଉଟିଗାଲା ।
Niongake amy andro rezay t’i Marie, nikapikapike mb’an-tanàñe ambohibohi’ Iehodà mb’eo;
40 ୪୦ ତେଇ ଜିକରିୟର୍ ଗରେ ପୁରିକରି ସେ ଏଲିସାବେତ୍କେ ଜୁଆର୍ କଲା ।
le nimoak’ añ’ anjomba’ i Zakaria ao vaho nañontane i Elizabeta.
41 ୪୧ ମରିୟମ୍ ଜୁଆର୍କଲାଟା ସୁନ୍ଲା ଦାପ୍ରେ ଏଲିସାବେତର୍ ଗର୍ବେ, ପିଲା ସାର୍ଦା ଅଇ ଡେଗଇଲା ଆରି ଏଲିସାବେତ୍ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇଲା ।
Ie jinanji’ i Elizabeta i fañontanea’ i Mariey, le nivoañe ty ajaja an-tro’e ao; mbore nilifore’ i Arofo Masiñey t’i Elizabeta.
42 ୪୨ ଏଲିସାବେତ୍ ଆଉଲି ଅଇକରି କଇଲା, “ତୁଇ ସବୁ ମାଇଜିମନର୍ ବିତ୍ରେ ଅନି କେଡେକ୍ ନିକ କରମର୍ ଲକ୍! ତର୍ ଗରବର୍ ପିଲାର୍ ମିସା କେଡେକ୍ କରମ୍!
Le ty hoe ty napaza’e; Haha amy ze atao ampela irehe vaho soatata ty anake hasama’o.
43 ୪୩ ମୁଇ କେ ଜେ ମର୍ ମାପ୍ରୁର୍ ମାଆ, ମକେ ଦେକ୍ବାର୍ ଆଇଲା ଆଚେ?
Ia ka iraho, te nitilihe’ ty rene’ i Talèkoy?
44 ୪୪ କାଇକେବଇଲେ, ଦେକ୍, ତୁଇ ଜୁଆର୍କଲାଟା ସୁନ୍ଲା ଦାପ୍ରେ ମର୍ ଗରବର୍ ପିଲା ସାର୍ଦା ଅଇ ଡେଗଇଲା ।
Hete! ie nimoak’ an-tsofiko ao i feom-pañontanea’oy le nisondrakak’an-kaehake ty ajaja an-troko ato.
45 ୪୫ ଜେ ବିସ୍ବାସ୍ କର୍ସି ତାର୍ କେଡେକ୍ ନିମାନ୍ କରମ୍, କାଇକେବଇଲେ ମାପ୍ରୁ ତାକେ ଜାଇଜାଇଟା କୁଆଅଇଲାଆଚେ, ସେ ସବୁଜାକ ଅଇସି ଆକା ।”
En-droa, haha i niantoke te ho henefeñe ama’e o raha nitsarae’ Iehovày.
46 ୪୬ ତେଇ ମରିୟମ୍ କଇଲା, “ମର୍ ଜିବନ୍ ମର୍ ମାପ୍ରୁର୍ ମଇମା କଲାନି ।
Aa le nanao ty ti-hoe t’i Marie: Mañonjoñe Iehovà ty fiaiko,
47 ୪୭ ଆରି ମର୍ ଆତ୍ମା ମର୍ ରକିଆକାରି ପର୍ମେସରର୍ଟାନେ ସାର୍ଦା କଲାନି ।
vaho mirebek’ aman’Añahare mpandrombak’ ahy ty troko;
48 ୪୮ କାଇକେବଇଲେ ସେ ମର୍ପାରା କାକୁର୍ତିଆନିକେ ନିଜର୍ ଗତିଦାଙ୍ଗ୍ଡି ବଲି ଏତାଇଲା ଆଚେ । ଆରି ଦେକା ଆଜିଅନି କାଲ୍କାଲ୍ ଜୁଗ୍ଜୁଗ୍, ସବୁ ଲକ୍ ମକେ ପର୍ମେସରର୍ ତେଇଅନି ଆସିର୍ବାଦ୍ ମିଲ୍ଲା ଲକ୍ ବଲି କଇବାଇ ।
Nivazohoe’e ty hasotria’ i anak’ am-pata’ey, Oniño te hanao ahy haha ze hene tariratse henane zao.
49 ୪୯ କାଇକେବଇଲେ ସବୁର୍ଟାନେଅନି ବପୁର୍ ମାପ୍ରୁ, ମର୍ପାଇ କାବାଅଇଜିବା କାମ୍ କଲାଆଚେ, ତାର୍ ନାଉଁ ସୁକଲ୍ ।
Nanao raha fiain-tane amako i Maozatsey—masiñe ty tahina’e.
50 ୫୦ ଆରି ଜନ୍ ଲକ୍ମନ୍ ତାକେ ଡରିକରି ରଇବାଇ, ଜୁଗେ ଜୁଗେ ସେ ସେମନ୍କେ ଦୟା କର୍ସି ।
Ferenaiña’e pak’an-tariratse an-tariratse o mañeveñe ama’eo.
51 ୫୧ ସେ ତାର୍ ନିଜର୍ ବପୁର୍ ଆତ୍ ଦେକାଇଆଚେ, ସେ ଆଁକାର୍ ଲକ୍ମନ୍କେ ସେମନର୍ ମନେ ବାବ୍ନା କଲାଟା ଚିନ୍ଚତର୍ କଲା ଆଚେ ।
Nampiboaha’e haozarañe ty fità’e; naparatsia’e o mpiebotsebotse am-pitsakorean-tro’eo.
52 ୫୨ ସେ ବଡ୍ ବଡ୍ ରାଜାମନ୍କେ ସେମନ୍ ରଇବାଟାନେଅନି ଉତ୍ରାଇ ଦେଲା ଆଚେ, ଆରି କାକୁର୍ତିଆମନ୍କେ ଉପ୍ରେ ଉଟାଇ ଆଚେ ।
Nafotsa’e amo fiambesam-bolo- nahe’eo o fanalolahio, vaho naonjo’e o mpirèkeo.
53 ୫୩ ସେ ବୁକର୍ ଲକ୍ମନ୍କେ ନିକ ନିକ ବିସଇ ଦେଇ ସାର୍ଦା କରାଇ ଆଚେ, ସାଉକାର୍ଲକ୍ମନ୍କେ ଚୁଚା ଆତେ ବାଉଡାଇଦେଇ ଆଚେ ।
Nanjàñe’e raha soa o nisalikoo, fe nampolie’e hara’e o mpañalealeo.
54 ୫୪ ଆମର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ପୁରାପୁରୁନ୍ କଲା ଆରି ତାର୍ ନିଜର୍ ଚାକର୍ ଇସ୍ରାଏଲର୍ ଉପ୍କାର୍ କରି ଆଚେ ।
Nimbae’e t’Israele mpitoro’e, hahatiahia’e i fiferenaiñañe
55 ୫୫ ସେ ଅବ୍ରାଆମ୍ ଆରି ତାର୍ ନାତିମନ୍କେ ତାର୍ ଦୟା କାଲ୍କାଲ୍ ଜୁଗ୍ଜୁଗ୍ ଏତାଅତ୍ବଲି ଦେକାଇଲା ଆଚେ ।” (aiōn )
nitsarae’e amy Abraàme naho amo tarira’e nainai’eoy, i nampitamà’e an-droaen-tikañey. (aiōn )
56 ୫୬ ଆରି ମରିୟମ୍ ତିନ୍ ମାସ୍ ପାରା ଏଲିସାବେତର୍ ସଙ୍ଗ୍ ରଇ ନିଜର୍ ଗରେ ବାଉଡି ଗାଲା ।
Telo volañe varàñe ty nitoboha’ i Marie ama’e ao vaho nimpoly mb’añ’anjomba’e añe.
57 ୫୭ ପଚେ ଏଲିସାବେତର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲାଜେ, ସେ ଗଟେକ୍ ପିଲା ଜନମ୍ ଦେଲା ।
Henek’ amy zao o andro nahatoly i Elizabetao, le nisama-dahy.
58 ୫୮ ଆରି ମାପ୍ରୁଜେ ତାକେ ଦୟା କଲାଆଚେ, ଏଟା ସୁନି ଜିକରିୟର୍ ଲାଗାର୍ଲିତାର୍ ଲକ୍ ଆରି ଗତିଆ କୁଟୁମ୍ ତାକର୍ ସଙ୍ଗ୍ ସାର୍ଦା କର୍ବାର୍ ଦାର୍ଲାଇ ।
Jinanji’ ondaty mpitrao-tanàñe ama’eo naho o longo’eo t’ie niferenaiña’ Iehovà, le nitrao-kafaleañe ama’e.
59 ୫୯ ଆଟ୍ ଦିନ୍ ଗାଲାପଚେ ଲକ୍ମନ୍ ପିଲାର୍ ସୁନତ୍ଟାନେ ଆଇଲାଇ ଆରି ତାର୍ ବାବାର୍ ନାଉଁ ଇସାବେ ପିଲାର୍ ନାଉଁ ମିସା ଜିକରିୟ ଦେବାକେ ମନ୍କଲାଇ ।
Ie ami’ty andro faha-valo, le nasese ho savareñe i ajajay, vaho ho natao’ iereo Zakaria ty añara’e amy te izay ty tahinan-drae’e,
60 ୬୦ ମାତର୍ ଏଲିସାବେତ୍ କଇଲା, “ନାଇ ତାର୍ ନାଉଁ ଜଅନ ଦିଆ ଅ ।”
fa hoe ka ty natoin-drene’e; Aiy! hatao ty hoe Jaona re.
61 ୬୧ ଲକ୍ମନ୍ ତାକେ କଇଲାଇ “ତମର୍ ବଁସ୍ ବିତ୍ରେ ତା ଏନ୍ତାରି ନାଉଁର୍ ଲକ୍ କେ ମିସା ନାଇ ।”
Aa hoe ty asa’ iareo tama’e; Leo raik’ aman-drolongo’o tsy nitoñoneñe amy tahinañe zay.
62 ୬୨ ତେଇ ସେମନ୍ ପିଲାକେ କାଇ ନାଉଁ ଦେଉଁ ବଲି ମନ୍ କଲୁସ୍ନି? ସେଟା ଜିକରିୟକେ ଆତ୍ ଦେକାଇକରି ପାଚାର୍ବାର୍ ଦାର୍ଲାଇ ।
Le nañatsikatsik’ an-drae’e iereo, ami’ty hoe: Ia ty satri’o hitokavañ’ aze.
63 ୬୩ ସେଡ୍କିବେଲେ ଜିକରିୟ ଲକ୍ମନ୍କେ ଗଟେକ୍ ଲେକ୍ବା ପାଟା ମାଙ୍ଗ୍ଲା ଆରି “ଏଦେ ଦେକା! ତାର୍ ନାଉଁ ଜଅନ୍!” ବଲି ଲେକ୍ଲା । ତେଇ ସବୁଲକ୍ କାବା ଅଇଗାଲାଇ ।
Nipay fanokiran-dre vaho nanokitse ty hoe: I Jaona ty añara’e. Aa le hene nidaba.
64 ୬୪ ସେଡ୍କି ଦାପ୍ରେ ଜିକରିୟର୍ ଟଣ୍ଡ୍ ପୁଟ୍ଲା, ସେ ଆରି ତରେକ୍ କାତା ଅଇ ପର୍ମେସର୍କେ ମଇମା କର୍ବାର୍ ଦାର୍ଲା ।
Nisokak’ ami’ty manao zao ty falie’e naho nibalake i famele’ey vaho nisaontsy am-pandrengeañe an’ Andrianañahare.
65 ୬୫ ତାର୍ ଲଗର୍ ପାକର୍ ଲକ୍ମନ୍ ଡରିଗାଲାଇ, ଆରି ଏସବୁ କାତା ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ସବୁ ବାଟର୍ ଲକ୍ମନ୍ କୁଆବଲା ଅଇଲାଇ ।
Hene nangebahebake o mpimoneñe nañohoke iareoo, vaho nirehafeñe mb’eo mb’eo ambohibohi’ Iehodà ao irezay.
66 ୬୬ ଆରି ସୁନିରଇବା ସବୁ ଲକ୍ମନ୍ କାବା ଅଇକରି, ମନେ ମନେ ବାବ୍ଲାଇ, ତେବେ ଏ ପିଲା କାଇଟା ଅଇସି? କାଇକେବଇଲେ ମାପ୍ରୁର୍ ବପୁ ପିଲାର୍ସଙ୍ଗ୍ ଆଚେ ବଲି ସବୁକେ ଜାନାପଡ୍ଲା ।
Songa nitsakore ty hoe añ’ arofo ao ze nahaoniñe: Ty ajaja ho akore v’itoio? Le nitahy aze ty fità’ Iehovà.
67 ୬୭ ଆରି ଜଅନର୍ ବାବା ଜିକରିୟ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ପର୍ମେସରର୍ କବର୍ କଇବାର୍ ଦାର୍ଲା ।
Lifotse i Arofo Masiñey amy zao t’i Zakaria rae’e vaho nitoky ty ti-hoe:
68 ୬୮ “ଆସା ଆମେ ଇସ୍ରାଏଲର୍ ମାପ୍ରୁକେ ଦନିଅବାଦ୍ ଦେଉ କାଇକେବଇଲେ ସେ ତାର୍ ନିଜର୍ ଲକ୍ମନ୍କେ ଦୟାକରି ମୁକ୍ଲାଇସି ।
Andriañeñe t’Iehovà Andrianañahare’ Israele, fa nitilihe’e vaho jineba’e ondati’eo.
69 ୬୯ ତାର୍ ନିଜର୍ ଗତିଦାଙ୍ଗ୍ଡା ଦାଉଦର୍ କୁଟୁମେ ଅନି ଆମର୍ ପାଇ ଗଟେକ୍ ବପୁ ସଙ୍ଗର୍ ଉଦାର୍କାରିଆକେ ଦେଲା ଆଚେ ।
Nampitroara’e tsifam-pandrombahañe tika añ’anjomba’ i Davide mpitoro’e ao,
70 ୭୦ ପୁରବ୍ କାଲେଅନି ସୁକଲ୍ ରଇବା ନିଜର୍ ବବିସତ୍ବକ୍ତାମନର୍ ଟଣ୍ଡେଅନି କାତା ଦେଇ ଜେନ୍ତି କଇରଇଲା, (aiōn )
Nitsara am-palie’ o mpitoky miavakeo i teo nainai’e am-pifotora’ ty voatse toiy, (aiōn )
71 ୭୧ ସେନ୍ତାରି ଆମ୍କେ ଇନ୍ କର୍ବା ସବୁ ସତ୍ରୁମନର୍ ଟାନେଅନି ମୁକ୍ଲାଇ ଆଚେ ।
t’ie ho rombaheñe amo rafelahin- tikañeo, naho am-pità’ o malaiñe an-tikañeo,
72 ୭୨ ଜେନ୍ତି ସେ ଆମର୍ ଆନିଦାଦିମନର୍ପାଇ ଦୟା ଦେକାଇଆଚେ, ଆରି ସେମନର୍ ସଙ୍ଗ୍ କରିରଇବା ନିଜର୍ ସୁକଲ୍ ନିୟମ୍ ଏତାଇ ଆଚେ,
Hiferenaiña’e o roazan-tikañeo, naho ho tiahi’e i fañina’e miavakey,
73 ୭୩ ଆମର୍ ପୁର୍ବର୍ ବାବା ଅବ୍ରାଆମ୍କେ ଜନ୍ କାତା ଦେଇରଇଲା ।
i fanta nifantà’e amy Abraàme raentikañey,
74 ୭୪ ଆରି ଜେନ୍ତାରିକି ସତ୍ରୁର୍ ଆତେଅନି ଉଦାର୍ ପାଇ ଆଚୁ ।
t’ie hatolo’e amantikañe, ie fa vinotso’e amo rafelahintikañeo, hitoroñ’ aze tsy an-kahembañañe,
75 ୭୫ ଜେନ୍ତାରିକି ଆମେ ଜିବନ୍ସାରା ଦରମ୍ ସଙ୍ଗ୍, ସୁକଲ୍ ସଙ୍ଗ୍ ତାର୍ ସେବା କର୍ବାକେ, ଆମ୍କେ ଦୟା କର୍ସି ।
am-piavahañe naho an-kavantañañe añatrefa’e amo hene andro iveloman-tikañeo.
76 ୭୬ ଏ ମର୍ ନୁନା, ତୁଇ ସବୁର୍ ଉପ୍ରେ ରଇବା ପର୍ମେସରର୍ ଗଟେକ୍ ବବିସତ୍ବକ୍ତା ବଲି ଡାକ୍ପୁଟା ଅଇସୁ । ତୁଇ ସେ ପାଟାଇରଇବା ଗଟେକ୍ ଦୁତ୍ପାରା, ତାର୍ପାଇ ବାଟ୍ ତିଆର୍ କର୍ସୁ ।
Le ihe, anako, ty hatao Mpitoki’ i Andindimoneñey, amy te Ihe ty hiaolo i Talè hañajary ty lala homba’e,
77 ୭୭ ପାପ୍ଟାନେଅନି କେମା ପାଇକରି ଜେନ୍ତି କି ଉଦାର୍ ଅଇବାଇ, ସେ କାତା ଜାନାଇବାକେ ଜାଇସୁ ।
hampahaoniñe ondati’eo ty fandrombahañe ie hinahan-kakeo,
78 ୭୮ ଆମର୍ ପାଦ୍ ସାନ୍ତିର୍ ବାଟେ ଆନ୍ବାକେ, ଆମର୍ ପର୍ମେସରର୍ ଆଲାଦର୍ ଦୟାର୍ଲାଗି, ଆମର୍ପାଇ ସର୍ଗେଅନି ବେଲ୍ ତାରାସ୍ସି ।
ami’ty fiferenaiñan’ Añaharen-tika— ie nampitilihe’e an-tika i fanjiriha’e boak’ añ’aboy,
79 ୭୯ ସେ ପୁରାପୁରୁନ୍ ଆଲାଦର୍ ଦୟାର୍ଲାଗି ମାପ୍ରୁର୍ ଲକ୍ମନ୍କେ, ସେମନର୍ ପାପ୍ଟାନେଅନି ମୁକ୍ଲାଇବା ଗିଆନ୍ ଦେଇସୁ । ତାର୍ ବାଟ୍ ତିଆର୍ କର୍ବାକେ ମୁଲିଆଇସୁ ।”
Hanolora’e hazavàñe o mpitoboke añ’ieñe ao naho an-talinjon-kavilasio, hiaoloa’e mb’an-dalan-kanintsiñe mb’eo o fandian-tikañeo.
80 ୮୦ ଆରି ଜଅନ୍ ବଡିକରି ଆତ୍ମାଇ ବପୁ ଅଇଲା ଆରି ଲକ୍ମନର୍ ଟାନେ ଜାନାଇ ନ ଅଇକରି କିନରା ଜାଗାମନ୍କେ ରଇତେ ରଇଲା । ପଚେ ସେ ଇସ୍ରାଏଲର୍ ଲକ୍ମନର୍ଟାନେ ବାକିଅ ସୁନାଇବାର୍ ଦାର୍ଲା ।
Nitombo i ajajay le nihaozatse an-troke vaho nitoets’am-babangoañe añe ampara’ ty andro niboaha’e am’Israele.