< ଲୁକ୍ 1 >
1 ୧ ଏ ତିଅପିଲ୍ ମଆସୟ, ଆମର୍ ବିତ୍ରେ ଜନ୍ ସବୁ ଗଟ୍ନା ଗଟ୍ଲା, ସେସବୁ ଲେକ୍ବାକେ ବେସି ଲକ୍ ଚେସ୍ଟା କଲାଇ ।
པྲཐམཏོ ཡེ སཱཀྵིཎོ ཝཱཀྱཔྲཙཱརཀཱཤྩཱསན྄ ཏེ྅སྨཱཀཾ མདྷྱེ ཡདྱཏ྄ སཔྲམཱཎཾ ཝཱཀྱམརྤཡནྟི སྨ
2 ୨ ଆରାମ୍ ଅଇଲା ମୁଲେ, ଜେଜେ ଏ ସବୁ ଦେକିରଇଲାଇ ଆରି ସୁବ୍ କବର୍ ବିନ୍ ଲକ୍ମନ୍କେ ଜାନାଇଲାଇ, ସେମନ୍ ଆମ୍କେ କଇଲା ଇସାବେ ଲେକ୍ଲାଇ ।
ཏདནུསཱརཏོ྅ནྱེཔི བཧཝསྟདྭྲྀཏྟཱནྟཾ རཙཡིཏུཾ པྲཝྲྀཏྟཱཿ།
3 ୩ ତେବର୍ପାଇ ଏ ମାନନିୟ ତିୟପିଲ୍. ପୁର୍ବେଅନି ଟିକିନିକି କଜ୍ଲଡ୍କରି ତେଇ ସବୁଜାକ ରିତିିନିତି ସଙ୍ଗ୍ ଅଇଲାଟା ତମର୍ପାଇ ମୁଇ ଲେକ୍ବିଆକା ବଲି ମନ୍କଲି ।
ཨཏཨེཝ ཧེ མཧཱམཧིམཐིཡཕིལ྄ ཏྭཾ ཡཱ ཡཱཿ ཀཐཱ ཨཤིཀྵྱཐཱསྟཱསཱཾ དྲྀཌྷཔྲམཱཎཱནི ཡཐཱ པྲཱཔྣོཥི
4 ୪ ଜେନ୍ତି ତୁଇ ସବୁ ବିସଇର୍ ସିକିଆ ପାଇଆଚୁସ୍, ସେ ସିକିଆର୍ ପୁରାପୁରୁନ୍ ସତ୍ ପାଇପାରୁସ୍ ।
ཏདརྠཾ པྲཐམམཱརབྷྱ ཏཱནི སཪྻྭཱཎི ཛྙཱཏྭཱཧམཔི ཨནུཀྲམཱཏ྄ སཪྻྭཝྲྀཏྟཱནྟཱན྄ ཏུབྷྱཾ ལེཁིཏུཾ མཏིམཀཱརྵམ྄།
5 ୫ ଜିଉଦା ଦେସର୍ ରାଜା ଏରଦର୍ ବେଲେ, ଅବିୟ ପୁଜାରି ଦଲେ ଜିକରିୟ ନାଉଁର୍ ଗଟେକ୍ ପୁଜାରି ରଇଲା । ତାର୍ ମାଇଜି ଏଲିସାବେତ୍ । ସେ ଆରଣ୍ ବଁସର୍ ରଇଲା ।
ཡིཧཱུདཱདེཤཱིཡཧེརོདྣཱམཀེ རཱཛཏྭཾ ཀུཪྻྭཏི ཨབཱིཡཡཱཛཀསྱ པཪྻྱཱཡཱདྷིཀཱརཱི སིཁརིཡནཱམཀ ཨེཀོ ཡཱཛཀོ ཧཱརོཎཝཾཤོདྦྷཝཱ ཨིལཱིཤེཝཱཁྱཱ
6 ୬ ପର୍ମେସରର୍ ଦେକ୍ବା ଇସାବେ ସେମନ୍ ଦୁଇଲକ୍ ଜାକ ମାପ୍ରୁର୍ ସବୁ ଆଦେସ୍, ବିଦି ଇସାବେ କରତେରଇଲାଇ ।
ཏསྱ ཛཱཡཱ དྭཱཝིམཽ ནིརྡོཥཽ པྲབྷོཿ སཪྻྭཱཛྙཱ ཝྱཝསྠཱཤྩ སཾམནྱ ཨཱིཤྭརདྲྀཥྚཽ དྷཱརྨྨིཀཱཝཱསྟཱམ྄།
7 ୭ ମାତର୍ ସେମନ୍କେ ପିଲାଜିଲା ନ ରଇଲା । କାଇକେ ବଇଲେ ଏଲିସାବେତ୍ ବାଞ୍ଜି ରଇଲା । ଆରି ସେମନ୍ ଡକ୍ରା ଡକ୍ରି ଅଇଜାଇରଇଲାଇ ।
ཏཡོཿ སནྟཱན ཨེཀོཔི ནཱསཱིཏ྄, ཡཏ ཨིལཱིཤེཝཱ བནྡྷྱཱ ཏཽ དྭཱཝེཝ ཝྲྀདྡྷཱཝབྷཝཏཱམ྄།
8 ୮ ଦିନେକ୍ ଜିକରିୟ ନିଜର୍ ଦଲର୍ ପାଲି ଇସାବେ, ଜିଉଦିମନର୍ ମନ୍ଦିରେ ପୁଜାରି କାମ୍ କର୍ବାବେଲେ,
ཡདཱ སྭཔཪྻྱཱནུཀྲམེཎ སིཁརིཡ ཨཱིཤྭཱསྱ སམཀྵཾ ཡཱཛཀཱིཡཾ ཀརྨྨ ཀརོཏི
9 ୯ ରିତିନିତି ଇସାବେ ଜିକରିୟର୍ ନାଉଁ କେଡ୍ ପୁଟ୍ଲାଜେ ତାକେ ମାପ୍ରୁର୍ ମନ୍ଦିରେ ଜାଇକରି ବେଦିଟାନେ ଦୁପ୍ ଦେବାକେ ପଡ୍ଲା ।
ཏདཱ ཡཛྙསྱ དིནཔརིཔཱཡྻཱ པརམེཤྭརསྱ མནྡིརེ པྲཝེཤཀཱལེ དྷཱུཔཛྭཱལནཾ ཀརྨྨ ཏསྱ ཀརཎཱིཡམཱསཱིཏ྄།
10 ୧୦ ଆରି ଦୁପ୍ ଦେବାବେଲେ ଲକ୍ମନ୍ ବାଇରେ ପାର୍ତନା କର୍ତେ ରଇଲାଇ ।
ཏདྡྷཱུཔཛྭཱལནཀཱལེ ལོཀནིཝཧེ པྲཱརྠནཱཾ ཀརྟུཾ བཧིསྟིཥྛཏི
11 ୧୧ ସେଡ୍କିବେଲେ ଏଦେ ଦେକା! ମାପ୍ରୁର୍ ଗଟେକ୍ ଦୁତ୍ ଦୁପ୍ ଦେବା ବେଦିର୍ ଉଜାବାଟେ ଟିଆଅଇ ତାକେ ଦର୍ସନ୍ ଦେଲା ।
སཏི སིཁརིཡོ ཡསྱཱཾ ཝེདྱཱཾ དྷཱུཔཾ ཛྭཱལཡཏི ཏདྡཀྵིཎཔཱརྴྭེ པརམེཤྭརསྱ དཱུཏ ཨེཀ ཨུཔསྠིཏོ དརྴནཾ དདཽ།
12 ୧୨ ଜିକରିୟ ତାକେ ଦେକି କିଲ୍ବିଲ୍ ଅଇ ଡରିଗାଲା ।
ཏཾ དྲྀཥྚྭཱ སིཁརིཡ ཨུདྭིཝིཛེ ཤཤངྐེ ཙ།
13 ୧୩ ମାତର୍ ଦୁତ୍ ତାକେ କଇଲା, “ଜିକରିୟ ଡର୍ନାଇ, କାଇକେବଇଲେ ତମେ ଗୁଆରି କଲାଟା ପର୍ମେସର୍ ସୁନିଆଚେ । ତର୍ ମାଇଜି ଏଲିସାବେତ୍ ଗଟେକ୍ ପିଲା ଜନମ୍ ଦେଇସି । ତମେ ତାକେ ଜଅନ୍ ବଲି ନାଉଁ ଦିଆସ୍ ।
ཏདཱ ས དཱུཏསྟཾ བབྷཱཥེ ཧེ སིཁརིཡ མཱ བྷཻསྟཝ པྲཱརྠནཱ གྲཱཧྱཱ ཛཱཏཱ ཏཝ བྷཱཪྻྱཱ ཨིལཱིཤེཝཱ པུཏྲཾ པྲསོཥྱཏེ ཏསྱ ནཱམ ཡོཧན྄ ཨིཏི ཀརིཥྱསི།
14 ୧୪ ସେ ତମର୍ ପାଇ ବେସି ସାର୍ଦା ଆନ୍ସି ଆରି କେତେ କେତେ ଲକ୍ମନ୍ ତାର୍ ଜନମେ ସାର୍ଦା କର୍ବାଇ ।
ཀིཉྩ ཏྭཾ སཱནནྡཿ སཧརྵཤྩ བྷཝིཥྱསི ཏསྱ ཛནྨནི བཧཝ ཨཱནནྡིཥྱནྟི ཙ།
15 ୧୫ ମାପ୍ରୁର୍ ଦେକ୍ବା ଇସାବେ ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି । ସେ ଆମଟ୍ ଅଇଜାଇରଇବା ଅଙ୍ଗୁର୍ ରସ୍ କି ନିସା ଜିନିସ୍ ମୁଲ୍କେ ନ କାଏ ଆରି ମାଆର୍ ଗର୍ବେ ଅନି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ଆଇସି ।
ཡཏོ ཧེཏོཿ ས པརམེཤྭརསྱ གོཙརེ མཧཱན྄ བྷཝིཥྱཏི ཏཐཱ དྲཱཀྵཱརསཾ སུརཱཾ ཝཱ ཀིམཔི ན པཱསྱཏི, ཨཔརཾ ཛནྨཱརབྷྱ པཝིཏྲེཎཱཏྨནཱ པརིཔཱུརྞཿ
16 ୧୬ ଆରି ଇସ୍ରାଏଲ୍ ଲକ୍ମନର୍ ବିତ୍ରେ ଅନି କେତେ କେତେ ଲକ୍ମନ୍କେ ମାପ୍ରୁ ତାର୍ ପର୍ମେସରର୍ ଟାନେ ବାଉଡାଇସି ।
སན྄ ཨིསྲཱཡེལྭཾཤཱིཡཱན྄ ཨནེཀཱན྄ པྲབྷོཿ པརམེཤྭརསྱ མཱརྒམཱནེཥྱཏི།
17 ୧୭ ସେ ବବିସତ୍ବକ୍ତା ଏଲିୟର୍ ଆତ୍ମାଇ ବପୁଅଇ ପର୍ମେସରର୍ ଆଗ୍ତୁ ଜାଇସି । ବାବାମନର୍ ମନ୍ ପିଲାମନର୍ଟାନେ ବାଉଡାଇସି । ପର୍ମେସରର୍ କାତା ନ ମାନ୍ବା ଲକ୍ମନ୍କେ ଦରମ୍ ଲକ୍ମନ୍ ଚିନ୍ତା କର୍ବା ଟାନେ ବାଉଡାଇସି । ଆରି ପର୍ମେସରର୍ ଲକ୍ମନ୍କେ ତାର୍ ପାଇ ଜାଗ୍ରତ୍ କରାଇସି ।”
སནྟཱནཱན྄ པྲཏི པིཏྲྀཎཱཾ མནཱཾསི དྷརྨྨཛྙཱནཾ པྲཏྱནཱཛྙཱགྲཱཧིཎཤྩ པརཱཝརྟྟཡིཏུཾ, པྲབྷོཿ པརམེཤྭརསྱ སེཝཱརྠམ྄ ཨེཀཱཾ སཛྫིཏཛཱཏིཾ ཝིདྷཱཏུཉྩ ས ཨེལིཡརཱུཔཱཏྨཤཀྟིཔྲཱཔྟསྟསྱཱགྲེ གམིཥྱཏི།
18 ୧୮ ତେଇ ଜିକରିୟ ଦୁତ୍କେ କଇଲା, “ତମେ କଇବାଟା ସତ୍ ଅଇସି ବଲି ମୁଇ କେନ୍ତି ଜାନ୍ବି? କାଇକେବଇଲେ ମୁଇତା ଡକ୍ରା ଅଇଗାଲିବେ, ଆରି ମର୍ ମାଇଜି ମିସା ଡକ୍ରି ଅଇଗାଲାନି ।”
ཏདཱ སིཁརིཡོ དཱུཏམཝཱདཱིཏ྄ ཀཐམེཏད྄ ཝེཏྶྱཱམི? ཡཏོཧཾ ཝྲྀདྡྷོ མམ བྷཱཪྻྱཱ ཙ ཝྲྀདྡྷཱ།
19 ୧୯ ଦୁତ୍ ତାକେ କଇଲା “ମୁଇ ଗାବ୍ରିଏଲ୍, ମୁଇ ପର୍ମେସରର୍ ମୁଆଟେ ଟିଆ ଅଇରଇବା ଦୁତ୍, ତମ୍କେ ଏ କବର୍ ଜାନାଇବାକେ ମକେ ପାଟାଇଆଚେ ।
ཏཏོ དཱུཏཿ པྲཏྱུཝཱཙ པཤྱེཤྭརསྱ སཱཀྵཱདྭརྟྟཱི ཛིབྲཱཡེལྣཱམཱ དཱུཏོཧཾ ཏྭཡཱ སཧ ཀཐཱཾ གདིཏུཾ ཏུབྷྱམིམཱཾ ཤུབྷཝཱརྟྟཱཾ དཱཏུཉྩ པྲེཥིཏཿ།
20 ୨୦ ଦେକ୍, ଏ ସବୁ ନ ଅଇବା ଦିନ୍ ଜାକ ତୁଇ ଗୁଲାଅଇ ରଇସୁ । କାଇକେବଇଲେ ମର୍ ସବୁ ବାକିଅ ସମାନ୍ ବେଲାଇସେ ପୁରାପୁରୁନ୍ ଅଇସି । ସେଟା ସବୁ ତୁଇ ବିସ୍ବାସ୍ କୁରୁସ୍ ନାଇ ।”
ཀིནྟུ མདཱིཡཾ ཝཱཀྱཾ ཀཱལེ ཕལིཥྱཏི ཏཏ྄ ཏྭཡཱ ན པྲཏཱིཏམ྄ ཨཏཿ ཀཱརཎཱད྄ ཡཱཝདེཝ ཏཱནི ན སེཏྶྱནྟི ཏཱཝཏ྄ ཏྭཾ ཝཀྟུཾམཤཀྟོ མཱུཀོ བྷཝ།
21 ୨୧ ଏତ୍କି ଅଇବା ବିତ୍ରେ ଲକ୍ମନ୍ ଜିକରିୟକେ ବାଇରେ ଜାଗିରଇଲାଇ ଆରି ଦେଉଲେ ତାର୍ ଅଲ୍ସମ୍ ଅଇଲାଜେ ସେମନ୍ କାବାଅଇ ଜାଇତେରଇଲାଇ ।
ཏདཱནཱིཾ ཡེ ཡེ ལོཀཱཿ སིཁརིཡམཔཻཀྵནྟ ཏེ མདྷྱེམནྡིརཾ ཏསྱ བཧུཝིལམྦཱད྄ ཨཱཤྩཪྻྱཾ མེནིརེ།
22 ୨୨ ମାତର୍ ଜିକରିୟ ବାରଇ ଆସି ଲକ୍ମନର୍ ସଙ୍ଗ୍ କାତାଅଇ ନାପାର୍ଲା, ତେଇ ସେ ଦେଉଲେ ଦର୍ସନ୍ ପାଇଆଚେ ବଲି ଲକ୍ମନ୍ ବୁଜ୍ଲାଇ ଆରି ସେ ଲକ୍ମନ୍କେ ଆତ୍ ସଗିଆ କରି ଜାନାଇବାର୍ ଦାର୍ଲା ଆରି ଗୁଲାଅଇକରି ରଇଲା ।
ས བཧིརཱགཏོ ཡདཱ ཀིམཔི ཝཱཀྱཾ ཝཀྟུམཤཀྟཿ སངྐེཏཾ ཀྲྀཏྭཱ ནིཿཤབྡསྟསྱཽ ཏདཱ མདྷྱེམནྡིརཾ ཀསྱཙིད྄ དརྴནཾ ཏེན པྲཱཔྟམ྄ ཨིཏི སཪྻྭེ བུབུདྷིརེ།
23 ୨୩ ଜିକରିୟ ତାର୍ ସେବା କର୍ବା ପାଲି ଦିନ୍ ସବୁ ସାର୍ଲା ପଚେ ତାର୍ ଗରେ ଉଟିଗାଲା ।
ཨནནྟརཾ ཏསྱ སེཝནཔཪྻྱཱཡེ སམྤཱུརྞེ སཏི ས ནིཛགེཧཾ ཛགཱམ།
24 ୨୪ ଏତ୍କି ଅଇ କେତେକ୍ ଦିନ୍ ଗାଲା ପଚେ ତାର୍ ମାଇଜି ଏଲିସାବେତ୍ ଗାଗ୍ଡେ ଅଇଲା ଆରି ସେ ପାଁଚ୍ ମାସ୍ ଜାକ କାକେ ନ ଜାନାଇ ଗରେସେ ରଇଲା ।
ཀཏིཔཡདིནེཥུ གཏེཥུ ཏསྱ བྷཱཪྻྱཱ ཨིལཱིཤེཝཱ གརྦྦྷཝཏཱི བབྷཱུཝ
25 ୨୫ ତାର୍ପଚେ ଏଲିସାବେତ୍ କଇଲା, “ଲକ୍ମନର୍ ଜେଞ୍ଜେଟ୍ କର୍ବାଟା ଦୁର୍ କର୍ବାକେ ସାରାସାରି ମକେ ଦୟା କରି ମାପ୍ରୁ ଏନ୍ତାରି କଲାଆଚେ ।”
པཤྩཱཏ྄ སཱ པཉྩམཱསཱན྄ སཾགོཔྱཱཀཐཡཏ྄ ལོཀཱནཱཾ སམཀྵཾ མམཱཔམཱནཾ ཁཎྜཡིཏུཾ པརམེཤྭརོ མཡི དྲྀཥྚིཾ པཱཏཡིཏྭཱ ཀརྨྨེདྲྀཤཾ ཀྲྀཏཝཱན྄།
26 ୨୬ ଏଲିସାବେତ୍ ଗାଗ୍ଡେଅଇ ଚ ମାସ୍ ଅଇଲାକେ, ପର୍ମେସର୍ ଗାବ୍ରିଏଲ୍ ଦୁତ୍କେ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ନଅରେ ଗଟେକ୍ ଦାଙ୍ଗ୍ଡିର୍ ଟାନେ ପାଟାଇଲା ।
ཨཔརཉྩ ཏསྱཱ གརྦྦྷསྱ ཥཥྛེ མཱསེ ཛཱཏེ གཱལཱིལྤྲདེཤཱིཡནཱསརཏྤུརེ
27 ୨୭ ସେ ଦାଙ୍ଗ୍ଡିର୍ ନାଉଁ ମରିୟମ୍, ଦାଉଦ୍ ବଁସର୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା ସଙ୍ଗ୍ ତାର୍ ମାଙ୍ଗ୍ନି ଅଇରଇଲା ।
དཱཡཱུདོ ཝཾཤཱིཡཱཡ ཡཱུཥཕྣཱམྣེ པུརུཥཱཡ ཡཱ མརིཡམྣཱམཀུམཱརཱི ཝཱགྡཏྟཱསཱིཏ྄ ཏསྱཱཿ སམཱིཔཾ ཛིབྲཱཡེལ྄ དཱུཏ ཨཱིཤྭརེཎ པྲཧིཏཿ།
28 ୨୮ ଦୁତ୍ ମରିୟମର୍ ଲଗେ ଆସି କଇଲା, “ଏ ନୁନି, ମାପ୍ରୁ ତକେ ଦୟାକଲା ଆଚେ, ଆରି ତର୍ସଙ୍ଗ୍ ଆଚେ ।”
ས གཏྭཱ ཛགཱད ཧེ ཨཱིཤྭརཱནུགྲྀཧཱིཏཀནྱེ ཏཝ ཤུབྷཾ བྷཱུཡཱཏ྄ པྲབྷུཿ པརམེཤྭརསྟཝ སཧཱཡོསྟི ནཱརཱིཎཱཾ མདྷྱེ ཏྭམེཝ དྷནྱཱ།
29 ୨୯ ମରିୟମ୍ ସରଗର୍ ଦୁତ୍ କଇଲା ବାକିଅ ସୁନ୍ଲା ଆରି କାଇଟା ବୁଜିନାପାରି ଉଡୁକ୍ ଦୁଡୁକ୍ ଅଇଜାଇକରି, ବାବିବାବି ରଇଲା ।
ཏདཱནཱིཾ སཱ ཏཾ དྲྀཥྚྭཱ ཏསྱ ཝཱཀྱཏ ཨུདྭིཛྱ ཀཱིདྲྀཤཾ བྷཱཥཎམིདམ྄ ཨིཏི མནསཱ ཙིནྟཡཱམཱས།
30 ୩୦ ଦୁତ୍ ତାକେ କଇଲା, “ମରିୟମ ଡର୍ ନାଇ, ତୁଇ ମାପ୍ରୁର୍ ଦୟା ପାଇଆଚୁସ୍ ।
ཏཏོ དཱུཏོ྅ཝདཏ྄ ཧེ མརིཡམ྄ བྷཡཾ མཱཀཱརྵཱིཿ, ཏྭཡི པརམེཤྭརསྱཱནུགྲཧོསྟི།
31 ୩୧ ଦେକ୍ ତୁଇ ଗାଗ୍ଡେ ଅଇ ପିଲା ଗଟେକ୍ ଜନମ୍ କର୍ସୁ ଆରି ତାର୍ ନାଉଁ ଜିସୁ ଦେଇସା ।
པཤྱ ཏྭཾ གརྦྦྷཾ དྷྲྀཏྭཱ པུཏྲཾ པྲསོཥྱསེ ཏསྱ ནཱམ ཡཱིཤུརིཏི ཀརིཥྱསི།
32 ୩୨ ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ପଅ ବଲି କଇବାଇ, ସରଗର୍ ମାପ୍ରୁ ତାକେ, ତାର୍ ଆନିଦାଦି ଦାଉଦର୍ ପାରା ରାଜା କରାଇସି ।
ས མཧཱན྄ བྷཝིཥྱཏི ཏཐཱ སཪྻྭེབྷྱཿ ཤྲེཥྛསྱ པུཏྲ ཨིཏི ཁྱཱསྱཏི; ཨཔརཾ པྲབྷུཿ པརམེཤྭརསྟསྱ པིཏུརྡཱཡཱུདཿ སིཾཧཱསནཾ ཏསྨཻ དཱསྱཏི;
33 ୩୩ ସେ କାଲ୍କାଲ୍ ଜୁଗ୍ଜୁଗ୍ ଇସ୍ରାଏଲ୍ ଲକ୍ମନ୍କେ ସାସନ୍ କର୍ସି । ତାର୍ ରାଇଜ୍ କେବେ ନ ସାରେ ।” (aiōn )
ཏཐཱ ས ཡཱཀཱུབོ ཝཾཤོཔརི སཪྻྭདཱ རཱཛཏྭཾ ཀརིཥྱཏི, ཏསྱ རཱཛཏྭསྱཱནྟོ ན བྷཝིཥྱཏི། (aiōn )
34 ୩୪ ମରିୟମ୍ ଦୁତ୍କେ କଇଲା, “ଏଟା କେନ୍ତି ଅଇସି? ମୁଇତା ମୁନୁସ୍କେ ନାଜାନି!”
ཏདཱ མརིཡམ྄ ཏཾ དཱུཏཾ བབྷཱཥེ ནཱཧཾ པུརུཥསངྒཾ ཀརོམི ཏརྷི ཀཐམེཏཏ྄ སམྦྷཝིཥྱཏི?
35 ୩୫ ଦୁତ୍ ତାକେ କଇଲା, “ସୁକଲ୍ ଆତ୍ମା ଆସି ତକେ ଡାବି ଅଇସି, ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ବପୁ ତକେ ଗୁଡିଆଇ ଅଇସି, ତେବର୍ପାଇ ଜେ ଜାତ୍ ଅଇସି, ସେ ସୁକଲ୍ ପର୍ମେସରର୍ ପଅ ବଲି ଡାକ୍ପୁଟା ଅଇସି ।”
ཏཏོ དཱུཏོ྅ཀཐཡཏ྄ པཝིཏྲ ཨཱཏྨཱ ཏྭཱམཱཤྲཱཡིཥྱཏི ཏཐཱ སཪྻྭཤྲེཥྛསྱ ཤཀྟིསྟཝོཔརི ཚཱཡཱཾ ཀརིཥྱཏི ཏཏོ ཧེཏོསྟཝ གརྦྦྷཱད྄ ཡཿ པཝིཏྲབཱལཀོ ཛནིཥྱཏེ ས ཨཱིཤྭརཔུཏྲ ཨིཏི ཁྱཱཏིཾ པྲཱཔྶྱཏི།
36 ୩୬ ଆରି ଦେକ୍, ତର୍ ଲାଗାର୍ ଲିତାର୍ ଏଲିସାବେତ୍ ମିସା ଡକ୍ରି ବେଲେ ଗାଗ୍ଡେ ଆଚେ, ଜାକେ ଲକ୍ମନ୍ ବାଞ୍ଜି ବଲି କଇତେରଇଲାଇ । ତାକେ ଏବେ ଚ ମାସ୍ ଅଇଲାନି ।
ཨཔརཉྩ པཤྱ ཏཝ ཛྙཱཏིརིལཱིཤེཝཱ ཡཱཾ སཪྻྭེ བནྡྷྱཱམཝདན྄ ཨིདཱནཱིཾ སཱ ཝཱརྡྡྷཀྱེ སནྟཱནམེཀཾ གརྦྦྷེ྅དྷཱརཡཏ྄ ཏསྱ ཥཥྛམཱསོབྷཱུཏ྄།
37 ୩୭ କାଇକେବଇଲେ ପର୍ମେସରର୍ଟାନେ କାଇଟା ମିସା ନ ଅଇବା କାମ୍ ନାଇ, ବଲି କଇଲା ।
ཀིམཔི ཀརྨྨ ནཱསཱདྷྱམ྄ ཨཱིཤྭརསྱ།
38 ୩୮ ତେଇ ମରିୟମ୍ କଇଲା, “ଦେକା, ମୁଇ ଗଟେକ୍ ମାପ୍ରୁର୍ ଦାସି, ତମେ କଇବା ଇସାବେ ମକେ ଅ ।” ତାର୍ପଚେ ଦୁତ୍ ତାର୍ଟାନେଅନି ଉଟିଗାଲା ।
ཏདཱ མརིཡམ྄ ཛགཱད, པཤྱ པྲབྷེརཧཾ དཱསཱི མཧྱཾ ཏཝ ཝཱཀྱཱནུསཱརེཎ སཪྻྭམེཏད྄ གྷཊཏཱམ྄; ཨནནཏརཾ དཱུཏསྟསྱཱཿ སམཱིཔཱཏ྄ པྲཏསྠེ།
39 ୩୯ ସେଡ୍କିବେଲେ ମରିୟମ୍ ବାରଇକରି ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ଗଟେକ୍ ନଅରେ ଉଟିଗାଲା ।
ཨཐ ཀཏིཔཡདིནཱཏ྄ པརཾ མརིཡམ྄ ཏསྨཱཏ྄ པཪྻྭཏམཡཔྲདེཤཱིཡཡིཧཱུདཱཡཱ ནགརམེཀཾ ཤཱིགྷྲཾ གཏྭཱ
40 ୪୦ ତେଇ ଜିକରିୟର୍ ଗରେ ପୁରିକରି ସେ ଏଲିସାବେତ୍କେ ଜୁଆର୍ କଲା ।
སིཁརིཡཡཱཛཀསྱ གྲྀཧཾ པྲཝིཤྱ ཏསྱ ཛཱཡཱམ྄ ཨིལཱིཤེཝཱཾ སམྦོདྷྱཱཝདཏ྄།
41 ୪୧ ମରିୟମ୍ ଜୁଆର୍କଲାଟା ସୁନ୍ଲା ଦାପ୍ରେ ଏଲିସାବେତର୍ ଗର୍ବେ, ପିଲା ସାର୍ଦା ଅଇ ଡେଗଇଲା ଆରି ଏଲିସାବେତ୍ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇଲା ।
ཏཏོ མརིཡམཿ སམྦོདྷནཝཱཀྱེ ཨིལཱིཤེཝཱཡཱཿ ཀརྞཡོཿ པྲཝིཥྚམཱཏྲེ སཏི ཏསྱཱ གརྦྦྷསྠབཱལཀོ ནནརྟྟ། ཏཏ ཨིལཱིཤེཝཱ པཝིཏྲེཎཱཏྨནཱ པརིཔཱུརྞཱ སཏཱི
42 ୪୨ ଏଲିସାବେତ୍ ଆଉଲି ଅଇକରି କଇଲା, “ତୁଇ ସବୁ ମାଇଜିମନର୍ ବିତ୍ରେ ଅନି କେଡେକ୍ ନିକ କରମର୍ ଲକ୍! ତର୍ ଗରବର୍ ପିଲାର୍ ମିସା କେଡେକ୍ କରମ୍!
པྲོཙྩཻརྒདིཏུམཱརེབྷེ, ཡོཥིཏཱཾ མདྷྱེ ཏྭམེཝ དྷནྱཱ, ཏཝ གརྦྦྷསྠཿ ཤིཤུཤྩ དྷནྱཿ།
43 ୪୩ ମୁଇ କେ ଜେ ମର୍ ମାପ୍ରୁର୍ ମାଆ, ମକେ ଦେକ୍ବାର୍ ଆଇଲା ଆଚେ?
ཏྭཾ པྲབྷོརྨཱཏཱ, མམ ནིཝེཤནེ ཏྭཡཱ ཙརཎཱཝརྤིཏཽ, མམཱདྱ སཽབྷཱགྱམེཏཏ྄།
44 ୪୪ କାଇକେବଇଲେ, ଦେକ୍, ତୁଇ ଜୁଆର୍କଲାଟା ସୁନ୍ଲା ଦାପ୍ରେ ମର୍ ଗରବର୍ ପିଲା ସାର୍ଦା ଅଇ ଡେଗଇଲା ।
པཤྱ ཏཝ ཝཱཀྱེ མམ ཀརྞཡོཿ པྲཝིཥྚམཱཏྲེ སཏི མམོདརསྠཿ ཤིཤུརཱནནྡཱན྄ ནནརྟྟ།
45 ୪୫ ଜେ ବିସ୍ବାସ୍ କର୍ସି ତାର୍ କେଡେକ୍ ନିମାନ୍ କରମ୍, କାଇକେବଇଲେ ମାପ୍ରୁ ତାକେ ଜାଇଜାଇଟା କୁଆଅଇଲାଆଚେ, ସେ ସବୁଜାକ ଅଇସି ଆକା ।”
ཡཱ སྟྲཱི ཝྱཤྭསཱིཏ྄ སཱ དྷནྱཱ, ཡཏོ ཧེཏོསྟཱཾ པྲཏི པརམེཤྭརོཀྟཾ ཝཱཀྱཾ སཪྻྭཾ སིདྡྷཾ བྷཝིཥྱཏི།
46 ୪୬ ତେଇ ମରିୟମ୍ କଇଲା, “ମର୍ ଜିବନ୍ ମର୍ ମାପ୍ରୁର୍ ମଇମା କଲାନି ।
ཏདཱནཱིཾ མརིཡམ྄ ཛགཱད། དྷནྱཝཱདཾ པརེཤསྱ ཀརོཏི མཱམཀཾ མནཿ།
47 ୪୭ ଆରି ମର୍ ଆତ୍ମା ମର୍ ରକିଆକାରି ପର୍ମେସରର୍ଟାନେ ସାର୍ଦା କଲାନି ।
མམཱཏྨཱ ཏཱརཀེཤེ ཙ སམུལླཱསཾ པྲགཙྪཏི།
48 ୪୮ କାଇକେବଇଲେ ସେ ମର୍ପାରା କାକୁର୍ତିଆନିକେ ନିଜର୍ ଗତିଦାଙ୍ଗ୍ଡି ବଲି ଏତାଇଲା ଆଚେ । ଆରି ଦେକା ଆଜିଅନି କାଲ୍କାଲ୍ ଜୁଗ୍ଜୁଗ୍, ସବୁ ଲକ୍ ମକେ ପର୍ମେସରର୍ ତେଇଅନି ଆସିର୍ବାଦ୍ ମିଲ୍ଲା ଲକ୍ ବଲି କଇବାଇ ।
ཨཀརོཏ྄ ས པྲབྷུ རྡུཥྚིཾ སྭདཱསྱཱ དུརྒཏིཾ པྲཏི། པཤྱཱདྱཱརབྷྱ མཱཾ དྷནྱཱཾ ཝཀྵྱནྟི པུརུཥཱཿ སདཱ།
49 ୪୯ କାଇକେବଇଲେ ସବୁର୍ଟାନେଅନି ବପୁର୍ ମାପ୍ରୁ, ମର୍ପାଇ କାବାଅଇଜିବା କାମ୍ କଲାଆଚେ, ତାର୍ ନାଉଁ ସୁକଲ୍ ।
ཡཿ སཪྻྭཤཀྟིམཱན྄ ཡསྱ ནཱམཱཔི ཙ པཝིཏྲཀཾ། ས ཨེཝ སུམཧཏྐརྨྨ ཀྲྀཏཝཱན྄ མནྣིམིཏྟཀཾ།
50 ୫୦ ଆରି ଜନ୍ ଲକ୍ମନ୍ ତାକେ ଡରିକରି ରଇବାଇ, ଜୁଗେ ଜୁଗେ ସେ ସେମନ୍କେ ଦୟା କର୍ସି ।
ཡེ བིབྷྱཏི ཛནཱསྟསྨཱཏ྄ ཏེཥཱཾ སནྟཱནཔཾཀྟིཥུ། ཨནུཀམྤཱ ཏདཱིཡཱ ཙ སཪྻྭདཻཝ སུཏིཥྛཏི།
51 ୫୧ ସେ ତାର୍ ନିଜର୍ ବପୁର୍ ଆତ୍ ଦେକାଇଆଚେ, ସେ ଆଁକାର୍ ଲକ୍ମନ୍କେ ସେମନର୍ ମନେ ବାବ୍ନା କଲାଟା ଚିନ୍ଚତର୍ କଲା ଆଚେ ।
སྭབཱཧུབལཏསྟེན པྲཱཀཱཤྱཏ པརཱཀྲམཿ། མནཿཀུམནྟྲཎཱསཱརྡྡྷཾ ཝིཀཱིཪྻྱནྟེ྅བྷིམཱནིནཿ།
52 ୫୨ ସେ ବଡ୍ ବଡ୍ ରାଜାମନ୍କେ ସେମନ୍ ରଇବାଟାନେଅନି ଉତ୍ରାଇ ଦେଲା ଆଚେ, ଆରି କାକୁର୍ତିଆମନ୍କେ ଉପ୍ରେ ଉଟାଇ ଆଚେ ।
སིཾཧཱསནགཏཱལློཀཱན྄ བལིནཤྩཱཝརོཧྱ སཿ། པདེཥཱུཙྩེཥུ ལོཀཱཾསྟུ ཀྵུདྲཱན྄ སཾསྠཱཔཡཏྱཔི།
53 ୫୩ ସେ ବୁକର୍ ଲକ୍ମନ୍କେ ନିକ ନିକ ବିସଇ ଦେଇ ସାର୍ଦା କରାଇ ଆଚେ, ସାଉକାର୍ଲକ୍ମନ୍କେ ଚୁଚା ଆତେ ବାଉଡାଇଦେଇ ଆଚେ ।
ཀྵུདྷིཏཱན྄ མཱནཝཱན྄ དྲཝྱཻརུཏྟམཻཿ པརིཏརྤྱ སཿ། སཀལཱན྄ དྷནིནོ ལོཀཱན྄ ཝིསྲྀཛེད྄ རིཀྟཧསྟཀཱན྄།
54 ୫୪ ଆମର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ପୁରାପୁରୁନ୍ କଲା ଆରି ତାର୍ ନିଜର୍ ଚାକର୍ ଇସ୍ରାଏଲର୍ ଉପ୍କାର୍ କରି ଆଚେ ।
ཨིབྲཱཧཱིམི ཙ ཏདྭཾཤེ ཡཱ དཡཱསྟི སདཻཝ ཏཱཾ། སྨྲྀཏྭཱ པུརཱ པིཏྲྀཎཱཾ ནོ ཡཐཱ སཱཀྵཱཏ྄ པྲཏིཤྲུཏཾ། (aiōn )
55 ୫୫ ସେ ଅବ୍ରାଆମ୍ ଆରି ତାର୍ ନାତିମନ୍କେ ତାର୍ ଦୟା କାଲ୍କାଲ୍ ଜୁଗ୍ଜୁଗ୍ ଏତାଅତ୍ବଲି ଦେକାଇଲା ଆଚେ ।” (aiōn )
ཨིསྲཱཡེལྶེཝཀསྟེན ཏཐོཔཀྲིཡཏེ སྭཡཾ༎
56 ୫୬ ଆରି ମରିୟମ୍ ତିନ୍ ମାସ୍ ପାରା ଏଲିସାବେତର୍ ସଙ୍ଗ୍ ରଇ ନିଜର୍ ଗରେ ବାଉଡି ଗାଲା ।
ཨནནྟརཾ མརིཡམ྄ པྲཱཡེཎ མཱསཏྲཡམ྄ ཨིལཱིཤེཝཡཱ སཧོཥིཏྭཱ ཝྱཱགྷུཡྻ ནིཛནིཝེཤནཾ ཡཡཽ།
57 ୫୭ ପଚେ ଏଲିସାବେତର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲାଜେ, ସେ ଗଟେକ୍ ପିଲା ଜନମ୍ ଦେଲା ।
ཏདནནྟརམ྄ ཨིལཱིཤེཝཱཡཱཿ པྲསཝཀཱལ ཨུཔསྠིཏེ སཏི སཱ པུཏྲཾ པྲཱསོཥྚ།
58 ୫୮ ଆରି ମାପ୍ରୁଜେ ତାକେ ଦୟା କଲାଆଚେ, ଏଟା ସୁନି ଜିକରିୟର୍ ଲାଗାର୍ଲିତାର୍ ଲକ୍ ଆରି ଗତିଆ କୁଟୁମ୍ ତାକର୍ ସଙ୍ଗ୍ ସାର୍ଦା କର୍ବାର୍ ଦାର୍ଲାଇ ।
ཏཏཿ པརམེཤྭརསྟསྱཱཾ མཧཱནུགྲཧཾ ཀྲྀཏཝཱན྄ ཨེཏཏ྄ ཤྲུཏྭཱ སམཱིཔཝཱསིནཿ ཀུཊུམྦཱཤྩཱགཏྱ ཏཡཱ སཧ མུམུདིརེ།
59 ୫୯ ଆଟ୍ ଦିନ୍ ଗାଲାପଚେ ଲକ୍ମନ୍ ପିଲାର୍ ସୁନତ୍ଟାନେ ଆଇଲାଇ ଆରି ତାର୍ ବାବାର୍ ନାଉଁ ଇସାବେ ପିଲାର୍ ନାଉଁ ମିସା ଜିକରିୟ ଦେବାକେ ମନ୍କଲାଇ ।
ཏཐཱཥྚམེ དིནེ ཏེ བཱལཀསྱ ཏྭཙཾ ཚེཏྟུམ྄ ཨེཏྱ ཏསྱ པིཏྲྀནཱམཱནུརཱུཔཾ ཏནྣཱམ སིཁརིཡ ཨིཏི ཀརྟྟུམཱིཥུཿ།
60 ୬୦ ମାତର୍ ଏଲିସାବେତ୍ କଇଲା, “ନାଇ ତାର୍ ନାଉଁ ଜଅନ ଦିଆ ଅ ।”
ཀིནྟུ ཏསྱ མཱཏཱཀཐཡཏ྄ ཏནྣ, ནཱམཱསྱ ཡོཧན྄ ཨིཏི ཀརྟྟཝྱམ྄།
61 ୬୧ ଲକ୍ମନ୍ ତାକେ କଇଲାଇ “ତମର୍ ବଁସ୍ ବିତ୍ରେ ତା ଏନ୍ତାରି ନାଉଁର୍ ଲକ୍ କେ ମିସା ନାଇ ।”
ཏདཱ ཏེ ཝྱཱཧརན྄ ཏཝ ཝཾཤམདྷྱེ ནཱམེདྲྀཤཾ ཀསྱཱཔི ནཱསྟི།
62 ୬୨ ତେଇ ସେମନ୍ ପିଲାକେ କାଇ ନାଉଁ ଦେଉଁ ବଲି ମନ୍ କଲୁସ୍ନି? ସେଟା ଜିକରିୟକେ ଆତ୍ ଦେକାଇକରି ପାଚାର୍ବାର୍ ଦାର୍ଲାଇ ।
ཏཏཿ པརཾ ཏསྱ པིཏརཾ སིཁརིཡཾ པྲཏི སངྐེཏྱ པཔྲཙྪུཿ ཤིཤོཿ ཀིཾ ནཱམ ཀཱརིཥྱཏེ?
63 ୬୩ ସେଡ୍କିବେଲେ ଜିକରିୟ ଲକ୍ମନ୍କେ ଗଟେକ୍ ଲେକ୍ବା ପାଟା ମାଙ୍ଗ୍ଲା ଆରି “ଏଦେ ଦେକା! ତାର୍ ନାଉଁ ଜଅନ୍!” ବଲି ଲେକ୍ଲା । ତେଇ ସବୁଲକ୍ କାବା ଅଇଗାଲାଇ ।
ཏཏཿ ས ཕལཀམེཀཾ ཡཱཙིཏྭཱ ལིལེཁ ཏསྱ ནཱམ ཡོཧན྄ བྷཝིཥྱཏི། ཏསྨཱཏ྄ སཪྻྭེ ཨཱཤྩཪྻྱཾ མེནིརེ།
64 ୬୪ ସେଡ୍କି ଦାପ୍ରେ ଜିକରିୟର୍ ଟଣ୍ଡ୍ ପୁଟ୍ଲା, ସେ ଆରି ତରେକ୍ କାତା ଅଇ ପର୍ମେସର୍କେ ମଇମା କର୍ବାର୍ ଦାର୍ଲା ।
ཏཏྐྵཎཾ སིཁརིཡསྱ ཛིཧྭཱཛཱཌྱེ྅པགཏེ ས མུཁཾ ཝྱཱདཱཡ སྤཥྚཝརྞམུཙྩཱཪྻྱ ཨཱིཤྭརསྱ གུཎཱནུཝཱདཾ ཙཀཱར།
65 ୬୫ ତାର୍ ଲଗର୍ ପାକର୍ ଲକ୍ମନ୍ ଡରିଗାଲାଇ, ଆରି ଏସବୁ କାତା ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ସବୁ ବାଟର୍ ଲକ୍ମନ୍ କୁଆବଲା ଅଇଲାଇ ।
ཏསྨཱཙྩཏུརྡིཀྶྠཱཿ སམཱིཔཝཱསིལོཀཱ བྷཱིཏཱ ཨེཝམེཏཱཿ སཪྻྭཱཿ ཀཐཱ ཡིཧཱུདཱཡཱཿ པཪྻྭཏམཡཔྲདེཤསྱ སཪྻྭཏྲ པྲཙཱརིཏཱཿ།
66 ୬୬ ଆରି ସୁନିରଇବା ସବୁ ଲକ୍ମନ୍ କାବା ଅଇକରି, ମନେ ମନେ ବାବ୍ଲାଇ, ତେବେ ଏ ପିଲା କାଇଟା ଅଇସି? କାଇକେବଇଲେ ମାପ୍ରୁର୍ ବପୁ ପିଲାର୍ସଙ୍ଗ୍ ଆଚେ ବଲି ସବୁକେ ଜାନାପଡ୍ଲା ।
ཏསྨཱཏ྄ ཤྲོཏཱརོ མནཿསུ སྠཱཔཡིཏྭཱ ཀཐཡཱམྦབྷཱུཝུཿ ཀཱིདྲྀཤོཡཾ བཱལོ བྷཝིཥྱཏི? ཨཐ པརམེཤྭརསྟསྱ སཧཱཡོབྷཱུཏ྄།
67 ୬୭ ଆରି ଜଅନର୍ ବାବା ଜିକରିୟ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ପର୍ମେସରର୍ କବର୍ କଇବାର୍ ଦାର୍ଲା ।
ཏདཱ ཡོཧནཿ པིཏཱ སིཁརིཡཿ པཝིཏྲེཎཱཏྨནཱ པརིཔཱུརྞཿ སན྄ ཨེཏཱདྲྀཤཾ བྷཝིཥྱདྭཱཀྱཾ ཀཐཡཱམཱས།
68 ୬୮ “ଆସା ଆମେ ଇସ୍ରାଏଲର୍ ମାପ୍ରୁକେ ଦନିଅବାଦ୍ ଦେଉ କାଇକେବଇଲେ ସେ ତାର୍ ନିଜର୍ ଲକ୍ମନ୍କେ ଦୟାକରି ମୁକ୍ଲାଇସି ।
ཨིསྲཱཡེལཿ པྲབྷུ ཪྻསྟུ ས དྷནྱཿ པརམེཤྭརཿ། ཨནུགྲྀཧྱ ནིཛཱལློཀཱན྄ ས ཨེཝ པརིམོཙཡེཏ྄།
69 ୬୯ ତାର୍ ନିଜର୍ ଗତିଦାଙ୍ଗ୍ଡା ଦାଉଦର୍ କୁଟୁମେ ଅନି ଆମର୍ ପାଇ ଗଟେକ୍ ବପୁ ସଙ୍ଗର୍ ଉଦାର୍କାରିଆକେ ଦେଲା ଆଚେ ।
ཝིཔཀྵཛནཧསྟེབྷྱོ ཡཐཱ མོཙྱཱམཧེ ཝཡཾ། ཡཱཝཛྫཱིཝཉྩ དྷརྨྨེཎ སཱརལྱེན ཙ ནིརྦྷཡཱཿ།
70 ୭୦ ପୁରବ୍ କାଲେଅନି ସୁକଲ୍ ରଇବା ନିଜର୍ ବବିସତ୍ବକ୍ତାମନର୍ ଟଣ୍ଡେଅନି କାତା ଦେଇ ଜେନ୍ତି କଇରଇଲା, (aiōn )
སེཝཱམཧཻ ཏམེཝཻཀམ྄ ཨེཏཏྐཱརཎམེཝ ཙ། སྭཀཱིཡཾ སུཔཝིཏྲཉྩ སཾསྨྲྀཏྱ ནིཡམཾ སདཱ།
71 ୭୧ ସେନ୍ତାରି ଆମ୍କେ ଇନ୍ କର୍ବା ସବୁ ସତ୍ରୁମନର୍ ଟାନେଅନି ମୁକ୍ଲାଇ ଆଚେ ।
ཀྲྀཔཡཱ པུརུཥཱན྄ པཱུཪྻྭཱན྄ ནིཀཥཱརྠཱཏྟུ ནཿ པིཏུཿ། ཨིབྲཱཧཱིམཿ སམཱིཔེ ཡཾ ཤཔཐཾ ཀྲྀཏཝཱན྄ པུརཱ།
72 ୭୨ ଜେନ୍ତି ସେ ଆମର୍ ଆନିଦାଦିମନର୍ପାଇ ଦୟା ଦେକାଇଆଚେ, ଆରି ସେମନର୍ ସଙ୍ଗ୍ କରିରଇବା ନିଜର୍ ସୁକଲ୍ ନିୟମ୍ ଏତାଇ ଆଚେ,
ཏམེཝ སཕལཾ ཀརྟྟཾ ཏཐཱ ཤཏྲུགཎསྱ ཙ། ཨྲྀཏཱིཡཱཀཱརིཎཤྩཻཝ ཀརེབྷྱོ རཀྵཎཱཡ ནཿ།
73 ୭୩ ଆମର୍ ପୁର୍ବର୍ ବାବା ଅବ୍ରାଆମ୍କେ ଜନ୍ କାତା ଦେଇରଇଲା ।
སྲྀཥྚེཿ པྲཐམཏཿ སྭཱིཡཻཿ པཝིཏྲཻ རྦྷཱཝིཝཱདིབྷིཿ། (aiōn )
74 ୭୪ ଆରି ଜେନ୍ତାରିକି ସତ୍ରୁର୍ ଆତେଅନି ଉଦାର୍ ପାଇ ଆଚୁ ।
ཡཐོཀྟཝཱན྄ ཏཐཱ སྭསྱ དཱཡཱུདཿ སེཝཀསྱ ཏུ།
75 ୭୫ ଜେନ୍ତାରିକି ଆମେ ଜିବନ୍ସାରା ଦରମ୍ ସଙ୍ଗ୍, ସୁକଲ୍ ସଙ୍ଗ୍ ତାର୍ ସେବା କର୍ବାକେ, ଆମ୍କେ ଦୟା କର୍ସି ।
ཝཾཤེ ཏྲཱཏཱརམེཀཾ ས སམུཏྤཱདིཏཝཱན྄ སྭཡམ྄།
76 ୭୬ ଏ ମର୍ ନୁନା, ତୁଇ ସବୁର୍ ଉପ୍ରେ ରଇବା ପର୍ମେସରର୍ ଗଟେକ୍ ବବିସତ୍ବକ୍ତା ବଲି ଡାକ୍ପୁଟା ଅଇସୁ । ତୁଇ ସେ ପାଟାଇରଇବା ଗଟେକ୍ ଦୁତ୍ପାରା, ତାର୍ପାଇ ବାଟ୍ ତିଆର୍ କର୍ସୁ ।
ཨཏོ ཧེ བཱལཀ ཏྭནྟུ སཪྻྭེབྷྱཿ ཤྲེཥྛ ཨེཝ ཡཿ། ཏསྱཻཝ བྷཱཝིཝཱདཱིཏི པྲཝིཁྱཱཏོ བྷཝིཥྱསི། ཨསྨཱཀཾ ཙརཎཱན྄ ཀྵེམེ མཱརྒེ ཙཱལཡིཏུཾ སདཱ། ཨེཝཾ དྷྭཱནྟེ྅རྠཏོ མྲྀཏྱོཤྪཱཡཱཡཱཾ ཡེ ཏུ མཱནཝཱཿ།
77 ୭୭ ପାପ୍ଟାନେଅନି କେମା ପାଇକରି ଜେନ୍ତି କି ଉଦାର୍ ଅଇବାଇ, ସେ କାତା ଜାନାଇବାକେ ଜାଇସୁ ।
ཨུཔཝིཥྚཱསྟུ ཏཱནེཝ པྲཀཱཤཡིཏུམེཝ ཧི། ཀྲྀཏྭཱ མཧཱནུཀམྤཱཾ ཧི ཡཱམེཝ པརམེཤྭརཿ།
78 ୭୮ ଆମର୍ ପାଦ୍ ସାନ୍ତିର୍ ବାଟେ ଆନ୍ବାକେ, ଆମର୍ ପର୍ମେସରର୍ ଆଲାଦର୍ ଦୟାର୍ଲାଗି, ଆମର୍ପାଇ ସର୍ଗେଅନି ବେଲ୍ ତାରାସ୍ସି ।
ཨཱུརྡྭྭཱཏ྄ སཱུཪྻྱམུདཱཡྻཻཝཱསྨབྷྱཾ པྲཱདཱཏྟུ དརྴནཾ། ཏཡཱནུཀམྤཡཱ སྭསྱ ལོཀཱནཱཾ པཱཔམོཙནེ།
79 ୭୯ ସେ ପୁରାପୁରୁନ୍ ଆଲାଦର୍ ଦୟାର୍ଲାଗି ମାପ୍ରୁର୍ ଲକ୍ମନ୍କେ, ସେମନର୍ ପାପ୍ଟାନେଅନି ମୁକ୍ଲାଇବା ଗିଆନ୍ ଦେଇସୁ । ତାର୍ ବାଟ୍ ତିଆର୍ କର୍ବାକେ ମୁଲିଆଇସୁ ।”
པརིཏྲཱཎསྱ ཏེབྷྱོ ཧི ཛྙཱནཝིཤྲཱཎནཱཡ ཙ། པྲབྷོ རྨཱརྒཾ པརིཥྐརྟྟུཾ ཏསྱཱགྲཱཡཱི བྷཝིཥྱསི༎
80 ୮୦ ଆରି ଜଅନ୍ ବଡିକରି ଆତ୍ମାଇ ବପୁ ଅଇଲା ଆରି ଲକ୍ମନର୍ ଟାନେ ଜାନାଇ ନ ଅଇକରି କିନରା ଜାଗାମନ୍କେ ରଇତେ ରଇଲା । ପଚେ ସେ ଇସ୍ରାଏଲର୍ ଲକ୍ମନର୍ଟାନେ ବାକିଅ ସୁନାଇବାର୍ ଦାର୍ଲା ।
ཨཐ བཱལཀཿ ཤརཱིརེཎ བུདྡྷྱཱ ཙ ཝརྡྡྷིཏུམཱརེབྷེ; ཨཔརཉྩ ས ཨིསྲཱཡེལོ ཝཾཤཱིཡལོཀཱནཱཾ སམཱིཔེ ཡཱཝནྣ པྲཀཊཱིབྷཱུཏསྟཱསྟཱཝཏ྄ པྲཱནྟརེ ནྱཝསཏ྄།