< ଲୁକ୍ 12 >
1 ୧ ଏତ୍କି ବିତ୍ରେ ଅଜାର୍ ଅଜାର୍ ଲକ୍ ଟୁଲ୍ଅଇକରି, ତାକର୍ ତାକର୍ ବିତ୍ରେ ମାଣ୍ଡାଚୁଣ୍ଡା ଅଇଜାଇତେ ରଇଲାଇ, ସେଡ୍କିବେଲେ ଜିସୁ ପର୍ତୁମ୍ ନିଜର୍ ସିସ୍ମନ୍କେ କଇବାର୍ ଦାର୍ଲା, “ପାରୁସିମନର୍ କମିର୍ ପାରା କପଟ୍ ତେଇଅନି ଜାଗ୍ରତ୍ ଅଇରୁଆ ।
Mezitím se shromáždily tisíce lidí. Bylo jich tolik, že se málem ušlapali. Ježíš však nejprve promluvil ke svým učedníkům: „Varujte se pokrytectví farizejů. Je jako kvas, který snadno pronikne těsto.
2 ୨ ଡାବିଅଇରଇବା ସବୁ ବିସଇ ଜାନାପଡ୍ସି, ଆରି ଲୁଚିରଇବା ବିସଇ ସବୁ ଦେକାଅଇସି ।
Nic se nedá navždy zatajit.
3 ୩ ତେବର୍ପାଇ, ତମେମନ୍ ଜନ୍ ଜନ୍ଟା ଆନ୍ଦାରେ କଇଆଚାସ୍, ସେ ସବୁଜାକ ଉଜ୍ଲେ ସୁନ୍ବାଇ, ଆରି ଜନ୍ ଜନ୍ଟା ବିତର୍ଗରେ, କେ ନ ସୁନ୍ତେ କଇଆଚାସ୍, ସେଟା ଗରର୍ ଚାନିଉପ୍ରେ ଅନି ସୁନାଇଅଇସି ।”
Všechno, co jste si řekli za tmy, bude jednou řečeno na denním světle. A co jste si šeptali za zavřenými dveřmi, bude voláno ze střech.
4 ୪ “ମାତର୍ ତମେ ମର୍ ମଇତର୍, ତମ୍କେ ମୁଇ କଇଲିନି, ଜନ୍ ଲକ୍ମନ୍ ଗାଗଡ୍କେ ମରାଇବାଇ, ମାତର୍ ତାର୍ପଚେ ତମର୍ ଆତ୍ମାକେ କାଇଟା କରିନାପାରତ୍, ସେମନ୍କେ ଡରାନାଇ ।
Jako přátelům vám radím: nebojte se těch, kteří mohou zabít jen tělo, ale víc vám udělat nemohou.
5 ୫ ମାତର୍ କାକେ ଡର୍ସା, ସେଟା ମୁଇ ତମ୍କେ ଜାନାଇବି, ମରାଇଲାପଚେ ନର୍କେ ପିଙ୍ଗ୍ବାକେ ଜାର୍ ଅଦିକାର୍ ଆଚେ, ତାକେ ଡରା, ଉଁ ମୁଇ ତମ୍କେ ସତ୍ କଇଲିନି, ପର୍ମେସର୍କେ ଡରା । (Geenna )
Jen toho se bojte, kdo má moc ukončit nejen časný život, ale rozhodnout i o vaší věčnosti: Boha mějte v úctě! (Geenna )
6 ୬ “ପାଁଚ୍ଟା ଚେଟିଆ ଚଡଇ କାଇ ଅଲପ୍ ଡାବୁକେ ବିକା ନଅଏ କି? ଏଲେ ମିସା ସେମନର୍ ବିତ୍ରେଅନି ଗଟେକ୍କେ ମିସା ପର୍ମେସର୍ ନ ପାସ୍ରେ ।
Jakou cenu má vrabec na vašem trhu? Pár haléřů. Vidíte, a ani na jednoho z nich Bůh nezapomene. Jak by tedy mohl zapomenout na vás?
7 ୭ ମାତର୍ ତମର୍ ମୁଣ୍ଡର୍ ସବୁ ଚେଣ୍ଡି ମିସା ଏଜା ଅଇଲାଆଚେ । ଡରାନାଇ, ତମେମନ୍ କେତେକ୍ କେତେକ୍ ଚେଟିଆ ଚଡଇର୍ ଟାନେଅନି ମୁକିଅ ।”
On ví i to, kolik máte vlasů na hlavě. Proto se nebojte, vás si Bůh váží daleko víc než mnoha vrabců dohromady.
8 ୮ “ଆରି ମୁଇ ତମ୍କେ କଇଲିନି, ଜେ ଜଦି ମକେ ଲକ୍ମନର୍ ମୁଆଟେ ନାମ୍ସି ଆରି ବିସ୍ବାସ୍ କର୍ସି, ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ମିସା ପର୍ମେସରର୍ ଦୁତ୍ମନର୍ ମୁଆଟେ ତାକେ ନାମ୍ବି ।
Říkám vám, kdo se ke mně hlásí před lidmi, toho jako Syn člověka zastoupím na posledním soudu.
9 ୯ ମାତର୍ ଜେ ଲକ୍ମନର୍ ମୁଆଟେ ମକେ ନ ନାମି, ବିସ୍ବାସ୍ ନ କରେ, ତାକେ ପର୍ମେସରର୍ ଦୁତ୍ମନର୍ ମୁଆଟେ ମୁଇ ଇନ୍ କର୍ବି ।”
Kdo mě však před lidmi zapře, k tomu se hlásit nebudu.
10 ୧୦ “ଆରି ଜେ ପର୍ମେସର୍ ପାଟାଇରଇବା ନର୍ପିଲାର୍ ବିରୁଦେ କଇଲେ, ତାକେ କେମା ଦିଆଅଇସି, ମାତର୍ ଜେ ସୁକଲ୍ ଆତ୍ମାର୍ ବିରୁଦେ କଇସି, ତାକେ କେମା ନ ଦିଆଅଏ ।
Kdo urazí Syna člověka, tomu může být odpuštěno. Ale kdo uráží Ducha svatého, který působí skrze mne, tomu odpuštěno nebude.
11 ୧୧ “ଆରି ଜେଡେବେଲେ ସେମନ୍ ତମ୍କେ ଜିଉଦି ଲକ୍ମନର୍ ପାର୍ତନା ଗରେ, ସାସନ୍ କର୍ବା ଲକ୍ମନର୍ଟାନେ କି ବିନ୍ ବିନ୍ ଅଦିକାରି ମନର୍ଟାନେ ବାନ୍ଦିନେଲେ, ସେଡ୍କିବେଲେ କାଇଟାବଲି କଇସା, ସେ ବିସଇ ନେଇକରି ଚିନ୍ତା କରାନାଇ ।
Až vás budou vyslýchat před úřady a soudy, nestarejte se, co a jak byste měli mluvit,
12 ୧୨ କାଇକେବଇଲେ କାଇଟା କଇବାକେ ଅଇସି, ସେବେଲାଇ ସୁକଲ୍ଆତ୍ମା ତମ୍କେ ସିକାଇସି ।”
protože Duch svatý vám to v té chvíli vnukne.“
13 ୧୩ ଲକ୍ମନର୍ ଗଅଲି ବିତ୍ରେଅନି ଗଟେକ୍ ଲକ୍ ଜିସୁକେ କଇଲା, “ଏ ଗୁରୁ, ମର୍ ବାବାର୍ ସଁପତି ବାଗ୍ବାଟା କର୍ବାକେ ମର୍ ବାଇକେ କୁଆ ।”
Jeden ze zástupu ho požádal: „Pane, řekni mému bratrovi, ať se se mnou spravedlivě rozdělí o dědictví.“
14 ୧୪ ଏଟା ସୁନି ଜିସୁ ତାକେ କଇଲା, “ଏ ମଇତର୍, ତମର୍ ବିତ୍ରେ ନିଆଇ କର୍ବାକେ ଆରି ଦନ୍ସଁପତି ବାଗ୍ବାଟା କରିଦେବାକେ ମକେ କେ ଅଦିକାର୍ ଦେଲାଆଚେ?”
Ježíš mu odpověděl: „Nejsem tu na to, abych rozsuzoval vaše spory.“
15 ୧୫ ଆରି ଜିସୁ ସେମନ୍କେ କଇଲା, “ଜାଗର୍ତା, ସବୁରକାମର୍ ଲବ୍ କର୍ବାଟାନେଅନି ନିଜେ ନିଜେ ଦୁରେ ରୁଆ । କାଇକେବଇଲେ ଗଟେକ୍ ଲକର୍ ଜିବନ୍ଟାନେଅନି ଦନ୍ସଁପତି ବଡ୍ ବିସଇ ନଏ ।”
Všem potom řekl: „Varujte se chamtivosti. Vždyť smysl života není v tom, aby člověk hromadil.“
16 ୧୬ ଆରି ସେ ଲକ୍ମନ୍କେ ଗଟେକ୍ ଉଦାଅରନ୍ ଦେଇ କଇଲା, ଗଟେକ୍ ସାଉକାର୍କେ ତାର୍ ଜମିଟାନେଅନି ବେସି ତାସ୍ ପାଚ୍ଲା ।
A pověděl jim k tomu příběh: „Když jeden člověk sklidil z polí velkou úrodu,
17 ୧୭ ସେ ଲକ୍ ମନେ ମନେ ବାବ୍ନାକରି କଇଲା, “କାଇଟା କର୍ବି? ମର୍ କାଦି ଆନି ସଙ୍ଗଇବାକେ ଜାଗାନାଇ ।”
přemýšlel, kam ji uložit.
18 ୧୮ ଆରି ସେ କଇଲା, “ଏନ୍ତାରି କର୍ବି, ମର୍ କାଦି ସଙ୍ଗଇବା ଗରର୍ କତି ବାଙ୍ଗାଇକରି ବଡ୍ ବଡ୍ କରି ତିଆର୍କର୍ବି ଆରି ତେଇ ମର୍ ସବୁ କାଦିକଣ୍ଡା ଜାଗ୍ରତ୍ କରି ସଙ୍ଗଇବି ।
Rozhodl se, že dá zbořit staré stodoly a postaví prostornější, kam si všechno uskladní.
19 ୧୯ ଆରି ମର୍ ଜିବନ୍କେ କଇବି, ର ଜିବନ୍, ତର୍ପାଇବଲି ବେସି ବରସର୍ କାଦିକଣ୍ଡା ସଙ୍ଗଇ ଅଇଲାଆଚେ, ପୁଣ୍ଡ୍, କାଆ ଆରି ଆରାମ୍ସଙ୍ଗ୍ ର ।”
Těšil se, že bude mít na léta po starosti a v klidu a pohodě si bude všeho užívat.
20 ୨୦ ମାତର୍ ପର୍ମେସର୍ ତାକେ କଇଲା, “ଏରେ ବକୁଆ ଜଦି ଆଜି ରାତି ପର୍ମେସର୍ ତର୍ ଜିବନ୍ ମାଙ୍ଗ୍ସି ବଇଲେ, ତୁଇ ତର୍ପାଇ ଜେତ୍କି ସଙ୍ଗଇଆଚୁସ୍, ସେ ସବୁ କାର୍ଟା ଅଇସି?
Ale promluvil k němu Bůh: ‚Blázne, dnes v noci zemřeš, a komu připadne, co sis nahromadil?‘“
21 ୨୧ ଜେ ନିଜର୍ପାଇ ଦନ୍ ଜତନ୍ କରି ସଙ୍ଗଇସି, ସେ ପର୍ମେସରର୍ ମୁଆଟେ ସାଉକାର୍ ନଏଁ, ତାର୍ପାଇ ଏନ୍ତାରି ଗଟ୍ସି ।”
Ježíš uzavřel: „Tak se stane každému, kdo hromadí majetek a nestará se o to, co má věčnou hodnotu v Božích očích.“
22 ୨୨ ଜିସୁ ନିଜର୍ ସିସ୍ମନ୍କେ କଇଲା, “ଏଟାର୍ପାଇ ମୁଇ ତମ୍କେ କଇଲିନି, କାଇଟା କାଇକରି ଜିବନ୍ ବଁଚାଉ ଆରି ଗାଗଡର୍ପାଇ କାଇଟା ପିନ୍ଦ୍ବୁ ବଲି ଚିନ୍ତା କରାନାଇ ।
Pak ještě řekl svým učedníkům: „Týká se to i Vás: Nedělejte si starosti, co budete jíst, pít a jaké šaty si pořídíte.
23 ୨୩ କାଇକେବଇଲେ କାଦିଟାନେଅନି ଜିବନ୍ ଆରି ବସ୍ତର୍ଟାନେଅନି ଗାଗଡ୍ ଆକା ମୁକିଅ ।
Život je víc než pokrm a nápoj a tělo je důležitější než šaty.
24 ୨୪ ଚଡଇମନର୍ ବିସଇନେଇକରି ବାବିଦେକା, ସେମନ୍ ନ ବୁନତ୍ କି ନ କାଟତ୍, ଆରି ସେମନର୍ ବାଣ୍ଡାର୍ଗର୍ କି କାଦି ସଙ୍ଗଇବା ଆମାର୍ ଗର୍ ନାଇ । ଅଇଲେ ମିସା ମାପ୍ରୁ ସେମନ୍କେ କାଦି ଜାଗାଇଦେଇସି । ତମେ ଚଡଇମନର୍ ଟାନେଅନି କେତେକ୍ ଅଦିକାରର୍ ଲକ୍ ।
Podívejte se na havrany! Nesejí, nežnou, nemají spíže ani stodoly a Bůh je živí. Pro něho máte větší cenu než ptáci!
25 ୨୫ ତମର୍ ବିତ୍ରେ ଏନ୍ତାରିଲକ୍ ନ ରଅତ୍, ଜେ କି ଚିନ୍ତାକରି ତାର୍ କଣ୍ଡେକ୍ ମିସା ଆଇସ୍ ବଡାଇ ପାର୍ସି ।
Kdyby se někdo z vás sebevíc snažil, může povyrůst třeba jen o jediný centimetr?
26 ୨୬ ତେବର୍ପାଇ ତମେମନ୍ ଗଟେକ୍ ସାନ୍ ବିସଇ ମିସା କରିନାପାର୍ଲାସ୍ନି ବଇଲେ ବଡ୍ ବଡ୍ ବିସଇ କାଇକେ ଚିନ୍ତା କଲାସ୍ନି?
Když ani taková maličkost není ve vaší moci, proč se trápíte starostmi o to ostatní?
27 ୨୭ ପୁଲ୍ମନର୍ ବିସଇ ବାବିଦେକା, ସେମନ୍ କେନ୍ତି ପୁଟ୍ଲାଇନି, ସୁତା ନ କାଟତ୍ କି ଲୁଗା ନ ବୁନତ୍ । ଏଲେମିସା ମୁଇ ତମ୍କେ କଇଲିନି, ସବୁର୍ଟାନେଅନି ମଆନ୍ ଆରି ଦନି ରାଜା ସଲ୍ମନ୍ ମିସା ସେ ପୁଲ୍ମନର୍ ବିତ୍ରେଅନି ଗଟେକ୍ ପୁଲର୍ ଏତ୍କି ସଜାଇ ନ ଅଇରଇଲା ।
Podívejte se, jak rostou květiny na louce. Nepředou, netkají, a přece ani Šalomoun v celé své nádheře nebyl tak skvostně oblečen jako kterákoliv z nich.
28 ୨୮ ଆଜି ଜନ୍ ଗାଁସ୍ ପଦାଇ ଆଚେ, କାଲିକେ ସେଟା ରୁଣ୍ଡାଇ ଜଇ ଲାଗାଇବାଇ । ସେଟାକେ ପର୍ମେସର୍ ଏନ୍ତାରି ବେସ୍ ଦେଲାନି ବଇଲେ, ଏ ଅଲପ୍ ବିସ୍ବାସ୍ କର୍ବା ଲକ୍ମନ୍, ସେ ତମ୍କେ ପିନ୍ଦ୍ବାକେ କେତେକ୍ ଅଦିକ୍ ଦେଇସି!”
Když tedy Bůh tak pěkně odívá rostlinu, která jeden den kvete a druhý den uvadá, jak by se tím spíše nepostaral o vás, vy malověrní.
29 ୨୯ “ଆରି କାଇଟା କାଇବୁ? ବଲି ଚିନ୍ତାକରି ଲାଗିରୁଆନାଇ,
A tak se tolik nepachtěte po tom, co byste jedli nebo pili, a netrapte se tím.
30 ୩୦ କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ ବିସଇ କଜିବୁଲ୍ବାଇ । ମାତର୍ ଏ ସବୁ ବିସଇ ତମ୍କେ ଦର୍କାର୍, ସେଟା ତମର୍ ବାବା ଜାନିରଇସି ।
To bývá hlavní zájem lidí, kteří Boha neznají. Váš Otec ví, že i ty věci potřebujete.
31 ୩୧ ମୁଇ କଇଲିନି ତମେ ପର୍ମେସରର୍ ସରଗ୍ ରାଇଜ୍ କଜା, ଆରି ଏ ସବୁ ବିସଇ ସେ ତମ୍କେ ଦେଇସି ।”
Hledejte především Boží království a on vás opatří vším, co k životu potřebujete.
32 ୩୨ ଏ ଉନା ମେଣ୍ଡାରାସି, ଡରାନାଇ, କାଇକେବଇଲେ ତମର୍ ବାବା ତମ୍କେ ତାର୍ ରାଇଜ୍ ଦେବାକେ ମନ୍କଲାଆଚେ ।
Nebojte se, ač je vás jen malá hrstka; jste občany Božího království.
33 ୩୩ ତମ୍କେ ଜନ୍ ଜନ୍ଟା ଆଚେ, ସେଟା ବିକିଦେଇ ଗରିବ୍ମନ୍କେ ଦାନ୍ କରା । ଜନ୍ଟା କି କେବେ ନ ସାରେ, ନିଜର୍ ନିଜର୍ପାଇ ଏନ୍ତାରି କାଣା ନ ଅଇବା ବେସ୍ନି ତିଆର୍କରା । ଜନ୍ଟାନେ ଚର୍ ନ ଆସେ କି କିଡାମନ୍ ମିସା ନ ନସାଅତ୍ । ସର୍ଗେ ଏନ୍ତାରି ନ ସାର୍ବା ଦନ୍ ସଙ୍ଗଇରୁଆ ।
Nelpěte na tom, co máte, ale dávejte to do služby a rozdávejte potřebným. To je to nejlepší, co můžete s pomíjivým majetkem udělat. Promění se v nevyčerpatelný poklad u Boha, kde ho žádný zloděj nemůže ukrást a mol rozežrat.
34 ୩୪ କାଇକେବଇଲେ ଜନ୍ଟାନେ ତମର୍ ଦନ୍, ତେଇସେ ତମର୍ ମନ୍ ।
Člověk totiž přilne k tomu, na čem mu opravdu záleží.
35 ୩୫ “ତମର୍ ଆଟର୍ ତୁଆଲ୍ ବାନ୍ଦିଅଇ ସେବା କର୍ବାକେ ଜାଗିରୁଆ, ଆରି ବତି ଲାଗ୍ତେରଅ ।
Buďte připraveni a udržujte své lampy rozsvícené.
36 ୩୬ ମାପ୍ରୁ ବିବା ବଜିଟାନେଅନି ବାଉଡିଆସି କାପାଟେ ବାଜାଉ ବାଜାଉ ଜନ୍ଲକ୍ମନ୍ ଦାପ୍ରେ କାପାଟ୍ ଉଗାଡ୍ବାକେ ଜାଗିରଇବାଇ, ତମେ ସେମନର୍ପାରା ଅଇରୁଆ ।
Buďte jako sluhové, kteří čekají na svého pána, až se vrátí ze svatby, aby mu otevřeli na první zaklepání.
37 ୩୭ ମାପ୍ରୁ ଆସି ଜନ୍ ଦାଙ୍ଗ୍ଡାମନ୍କେ ଜାଗ୍ରତ୍ ରଇବାଟା ଦେକ୍ସି, ସେମନ୍ କେଡେ ନିକ କରମର୍ ଲକ୍ । ମୁଇ ତମ୍କେ ସତ୍ କଇଲିନି, ସେ ନିଜର୍ ଆଁଟାଇ ତୁଆଲ୍ ବାନ୍ଦିକରି, ସେମନ୍କେ କାଇବାକେ ବସାଇ, ତାକର୍ଲଗେ ଜାଇ ସେବାକର୍ସି ।
Pochválí ty, kteří budou při jeho příchodu vzhůru. Dokonce je posadí za stůl, sám si vezme zástěru a bude je obsluhovat.
38 ୩୮ ଆରି ସେ ଜଦି ମଜାରାତି କି କୁକ୍ଡାଡାକେ ମିସା ଆସି ସେମନ୍କେ, ସେନ୍ତାରି ରଇବାଟା ଦେକ୍ସି, ସେନ୍ତାର୍ଆଲେ ସେ ଦାଙ୍ଗ୍ଡାମନ୍ କେଡେ ନିକ କରମର୍ ଲକ୍ ।
Dobře bude těm, které jejich pán najde bdělé, i kdyby přišel o půlnoci nebo až k ránu.
39 ୩୯ ମାତର୍ ଏଟା ଜାନିରୁଆ, କେଡେବେଲେ ଚର୍ ଆଇସି, ଏଟା ଗରର୍ ସାଉକାର୍ ଜେବେ ଜାନ୍ସି, ସେନ୍ତାର୍ଆଲେ ସେ ନିଜର୍ ଗରର୍ ପେଡି ବାଙ୍ଗାଇବାକେ ନ ଦେଏ ।
Je přece jasné: Kdyby hospodář věděl, v kterou dobu přijde zloděj, jistě by se na něj přichystal.
40 ୪୦ ତମେ ମିସା ଜାଗ୍ରତ୍ଅଇ ରୁଆ, କାଇକେବଇଲେ, କେବେ ତମେ ବାବି ନ ରୁଆସ୍, ସେ ବେଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ଆଇବି ।”
Proto buďte připravení vždycky, protože Syn člověka přijde ve chvíli, kdy se toho nenadějete.“
41 ୪୧ ସେଟାସୁନି ପିତର୍ କଇଲା, “ଏ ମାପ୍ରୁ ତମେ ଆମ୍କେସେ କି ସବୁଲକ୍କେ ଏନ୍ତାରି କାତା ଦେକାଇ କଇଲାସ୍ନି?”
Petr se zeptal: „Pane, to, co říkáš, platí jenom nám, anebo všem lidem?“
42 ୪୨ ଜିସୁ କଇଲା, “ବିସ୍ବାସେ ରଇବା ଲକ୍ ଆରି ବୁଦିମାନ୍ ଲକ୍ କେ ଆଚତ୍? ତାକେ ସେ ସାଉକାର୍ ଗର୍ ଚାଲାଇବା ଦାଇତ୍ ଦେଇସି । ସେ ସମାନ୍ ବେଲାଇ ବିନ୍ ଦାଙ୍ଗ୍ଡାମନ୍କେ କାଦି ଜାଗାଇ ଦେଇସି ।
Ježíš odpověděl: „Vy máte být jako dobrý správce, kterému pán dal na starost ostatní pracovníky, aby jim pravidelně rozděloval pokrm.
43 ୪୩ ସାଉକାର୍ ଆସି, ତାର୍ ନିଜର୍ ଦାଙ୍ଗ୍ଡା ଏନ୍ତାର୍ କର୍ବାଟା ଦେକ୍ସି ବଇଲେ ସେ କେଡେ ନିକ କରମର୍ ଲକ୍ ।
Pán bude spokojen s takovým správcem, kterého zastihne, že to tak poctivě dělá.
44 ୪୪ ମୁଇ ତମ୍କେ ସତ୍ କଇଲିନି, ସେ ତାକେ ନିଜର୍ ସବୁର୍ ଉପ୍ରେ ଅଦିକାର୍ ଦେଇସି ।
Takovému pak svěří do správy celý svůj majetek.
45 ୪୫ ଜଦି ସେ ଦାଙ୍ଗ୍ଡା, ମର୍ ସାଉକାର୍ ଆଇବାଟା ଅଲ୍ସମ୍ ଅଇସି ବଲି ମନେକରି, ମାତୁଆଲ୍ ଅଇ ବିନ୍ ଦାଙ୍ଗ୍ଡାମନ୍କେ ଲାଗ୍ମାର୍ କର୍ବାର୍ ଆରାମ୍ କର୍ସି,
Ale běda tomu správci, který by si říkal: ‚Můj pán se hned tak nevrátí‘a začal by špatně nakládat s těmi, kdo by mu byli svěřeni, a sám by hodoval a opíjel se.
46 ୪୬ ସେନ୍ତାର୍ଆଲେ ଜନ୍ ଦିନେ ସେ ଜାଗି ନ ରଏ, ଆରି ସେ କେଡେବେଲେ ଆଇବାଟା ଜାନି ନ ରଏ, ସେ ସାଉକାର୍ ଆସି ତାକେ ବେସି ବଡ୍ ଡଣ୍ଡ୍ ଦେଇସି । ଆରି ବିସ୍ବାସ୍ ନ କର୍ବା ଲକର୍ ସଙ୍ଗ୍ ମିସାଇ ଦେଇସି ।”
Když jeho pán nenadále přijde, potrestá ho a vyhodí.
47 ୪୭ “ଆରି ଜନ୍ ଦାଙ୍ଗ୍ଡା ନିଜର୍ ସାଉକାରର୍ ମନ୍ ଜାନିକରି ଜାଗରତ୍ ନ ଅଇରଏ, କି ସାଉକାରର୍ ମନ୍କଲା ଇସାବେ ପାଇଟି ନ କରେ, ତାକେ କର୍ଡା ସଙ୍ଗ୍ ଅପର୍ବଲ୍ ମାଡ୍ ଅଇସି ।
Kdo zná vůli svého pána, ale neřídí se podle ní, bude tvrdě potrestán;
48 ୪୮ ମାତର୍ ଜେ ତାର୍ ମନ୍କଲାଟା ନାଜାନିକରି, ଡଣ୍ଡ୍ମିଲ୍ବା କାମ୍ କର୍ବାର୍ ଦାର୍ସି, ତାକେ ଅଲପ୍ ମାଡ୍ ଅଇସି । ଜନ୍ ଲକ୍କେ ଅଦିକ୍ ଦିଆଅଇରଇସି, ତାକେ ଅଦିକ୍ ଦାବି କରାଅଇସି । ଆରି ଲକ୍ମନ୍ ତାକେ ଜାର୍ଲଗେ ଅଦିକ୍ ସର୍ପି ଦେଲାଇଆଚତ୍, ଅଦିକ୍ ଅଦିକ୍ ଦାବି କର୍ବାଇ ।”
kdo ji nezná a udělá něco, co zasluhuje trestu, nedopadne tak zle. Od toho, komu bylo mnoho svěřeno, bude mnoho očekáváno, a kdo dostal jasné pokyny, od toho bude mnoho vyžadováno.
49 ୪୯ ଜିସୁ କଇଲା, “ମୁଇ ଏ ଦୁନିଆଇ ଜଇ ଲାଗାଇବାର୍ ଆଇଲିଆଚି । ସେଟା ଜଦି ଲାଗ୍ବାକେ ଆରାମ୍ ଅଇଲାନି, ସେନ୍ତାର୍ଆଲେ ମୁଇ ମନ୍କଲାଟା ପୁରାପୁରୁନ୍ ଅଇଗାଲାବେ ।
Zvěst o spáse, kterou jsem přinesl na zem, se bude šířit jako oheň; a jak si přeji, aby už vzplál!
50 ୫୦ ମାତର୍ ମକେ ଆରି ଗଟେକ୍ ଡୁବନେ ଡୁବନ୍ ନେବାକେ ପଡ୍ସି, ଆରି ସେଟା ନ ସାର୍ବାଜାକ, ମର୍ ମନ୍ବିତ୍ରେ କେନ୍ତି କସ୍ଟ ଲାଗ୍ଲାନି ।
Předtím ovšem musím projít křtem utrpení. Jak je mi úzko, než se dokoná.
51 ୫୧ ଜଗତେ ସାନ୍ତି ଦେବାକେ ଆସିଆଚେ ବଲି ତମେ କାଇ ମକେ ବାବ୍ଲାସ୍ନି କି? ନାଇ ମୁଇ ସାନ୍ତି ଆନ୍ବାକେ ନାଇ, ମାତର୍ ବିଚାର୍ନା କର୍ବାକେ ଆସିଆଚି ।
Myslíte si, že jsem přišel, aby zůstalo všechno při starém? S tím nepočítejte! Zvěst o mně každého zneklidní a dokonce postaví i lidi proti sobě navzájem.
52 ୫୨ ଏବେଅନି ଗଟେକ୍ ଗରେ ପାଁଚ୍ ଲକ୍ ରଇଲେ, ଦୁଇଲକର୍ ବିରୁଦେ ତିନ୍ଲକ୍ ଆରି ତିନ୍ଲକର୍ ବିତ୍ରେ ଦୁଇ ଲକ୍ ବାଗ୍ ଅଇବାଇ ।
I leckterá rodina se rozdělí do dvou táborů:
53 ୫୩ ପଅର୍ ବିରୁଦେ ବାବା, ବାବାର୍ ବିରୁଦେ ପଅ, ଜିଇର୍ ବିରୁଦେ ମା, ମାଆର୍ ବିରୁଦେ ଜିଇ, ବୁଆରିର୍ ବିରୁଦେ ସାତ୍ରି, ସାତ୍ରିର୍ ବିରୁଦେ ବୁଆରି ବିନେ ଅଇବାଇ ।”
otec se postaví proti synovi a syn proti otci, matka proti dceři, dcera proti matce, tchyně proti snaše a snacha proti tchyni.“
54 ୫୪ ଆରି ଜିସୁ ଲକ୍ମନ୍କେ କଇଲା, “ବୁଡ୍ତି ଦିଗେ ବାଦଲ୍ ଚଗ୍ବାଟା ଦେକ୍ଲେ, ପାନି ଆଇସିବେ ବଲି କଇସା । ଆରି ସେନ୍ତାରି ସେ ଅଇସି ।
Pak Ježíš řekl zástupům: „Když vidíte, že se od západu zatahuje, čekáte déšť a míváte pravdu.
55 ୫୫ ଆରି ଦକିଣ୍ଦିଗ୍ ବାଟେଅନି ପବନ୍ ମାର୍ବାଟା ଜାନ୍ଲେ କାରା ଅଇସି ବଲି କଇସା । ଆରି ସେଟା ସେନ୍ତାରି ଅଇସି ।
Když vane jižní vítr, očekáváte horko a bývá horko.
56 ୫୬ ଏ କୁଟିଆଲ୍ମନ୍, ତମେ ଜଗତର୍ ଆରି ସରଗର୍ କାତା ଜାନି ପାଗ୍ କେନ୍ତି ଅଇସି ବଲି ଆଗ୍ତୁ କଇଲାସ୍ନି, ମାତର୍ ଏବେ କାଇଟା ଗଟ୍ସି, ସେଟା କାଇକେ ନାଜାନ୍ଲାସ୍ନି?”
Chytráci! Úkazy na nebi i na zemi posuzujete a umíte z nich vyvodit závěry. Jak to, že nedovedete posoudit znamení této doby?
57 ୫୭ “ଆରି ନିଜେ ନିଜେ କାଇକେ ଟିକ୍ ବିଚାର୍ କରାସ୍ ନାଇ?
Jestliže je tu chvíle rozhodnutí, proč otálíte dát věci do pořádku?
58 ୫୮ ଜଦି ତମର୍ ବିରଦିସଙ୍ଗ୍ ବିଚାର୍କାରିଆର୍ଲଗେ ଗାଲାସ୍ନି, ମଜାବାଟେ ତାର୍ସଙ୍ଗ୍ ବୁଜାମାନା ଅଇବାକେ ଚେସ୍ଟା କରା । ନଇଲେ କେଡେବେଲେ ସେ ତମ୍କେ ବିଚାର୍କାରିଆର୍ ଟାନେ ଜିକିନେଇସି, ବିଚାର୍କାରିଆ ସନିଅମନର୍ ଆତେ ସର୍ପିଦେଇସି, ସନିଅମନ୍ ତମ୍କେ ବନ୍ଦି ଗରେ ନେଇ ପୁରାଇଦେବାଇ ।”
Je to tak, jako když tě věřitel už vede k soudu. Snažíš se s ním ještě cestou vyrovnat. Jinak tě předá soudu a skončíš ve vězení.
59 ୫୯ ମୁଇ ତମ୍କେ କଇଲିନି, “କେନ୍ତିକଲେ ମିସା ସବୁ ଡାବୁ ନ ସୁଜ୍ବାଜାକ ସେ ଜାଗାଇଅନି ବାରଇ ଆସିନାପାରାସ୍ ।”
Odtamtud se nedostaneš dříve, dokud svůj dluh do posledního haléře nezaplatíš.“