< ଲୁକ୍ 21 >
1 ୧ ତାର୍ ପଚେ ଜିସୁ ଚାରିବେଡ୍ତି ଦେକ୍ଲା ଆରି ସାଉକାର୍ ଲକ୍ମନ୍ ମନ୍ଦିରର୍ ପେଟିଆଟାନେ ଦାନ୍ ଦେବାଟା ଦେକ୍ଲା ।
And he looked up, and saw the rich men that were casting their gifts into the treasury.
2 ୨ ସେବେଲା ଗଟେକ୍ ଅର୍କିତ୍ ରାଣ୍ଡି ମାଇଜି ମିସା ଜଡେକ୍ ତାମାକାସୁ ଦେବାଟା ଜିସୁ ଦେକ୍ଲା ।
And he saw a certain poor widow casting in thither two mites.
3 ୩ “ମୁଇ ତମ୍କେ ସତ୍ କାତା କଇଲିନି, ସବୁ ଲକର୍ଟାନେଅନି ଏ ରାଣ୍ଡିମାଇଜି ଅଦିକ୍ ଦେଲା ଆଚେ ।
And he said, Of a truth I say unto you, This poor widow cast in more than they all:
4 ୪ କାଇକେ ବଇଲେ ସାଉକାର୍ ଲକ୍ମନ୍ ନିଜର୍ ନିଜର୍ ଅଗଲ୍ଲା ଦନ୍ତେଇଅନି ଅଲପ୍ ଅଲପ୍ ଦେଲାଇ ଆଚତ୍ । ମାତର୍ ଏ, ନିଜେ ବଁଚ୍ବା ପାଇ ତାର୍ ଜେତ୍କି ରଇଲା ସବୁ ଦେଲା ଆଚେ ।”
for all these did of their superfluity cast in unto the gifts: but she of her want did cast in all the living that she had.
5 ୫ କେତେଟା ସିସ୍ମନ୍ ମନ୍ଦିରର୍ ବିସଇ ନେଇକରି ନିଆଇ କର୍ତେ ରଇଲାଇ । “ତେଇ ଲାଦିରଇବା ସୁନ୍ଦର୍ ସୁନ୍ଦର୍ ପାକ୍ନା ଆରି ପର୍ମେସର୍କେ ସର୍ପି ଦେଲା ଦାନ୍ ସଙ୍ଗ୍ କେତେକ୍ ସୁନ୍ଦର୍ ଗର୍ ବାନ୍ଦ୍ଲାଇ ଆଚତ୍” ବଲି କାତାଅଇତେ ରଇଲାଇ ।
And as some spake of the temple, how it was adorned with goodly stones and offerings, he said,
6 ୬ “ଏନ୍ତି ଦିନ୍ ଆଇସି, ଏବେ ତମେ କାଇ କାଇଟା ଦେକ୍ଲାସ୍ନି ସେଟା ସବୁ କୁରୁପ୍ନାସ୍ ଜାଇସି । ଗଟେକ୍ ପାକ୍ନା ମିସା ତାର୍ ଜାଗାଇ ନ ରଏ । ସବୁ ମାଟିତେଇ ମିସି ଜାଇସି ।”
As for these things which ye behold, the days will come, in which there shall not be left here one stone upon another, that shall not be thrown down.
7 ୭ ତାର୍ ପଚେ ସେମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ଏଟା ସବୁ କେବେ ଅଇସି? ଆରି ଏ ସବୁ ଗଟ୍ନା କେଟ୍ବା ଆଗ୍ତୁ ସେଟା କେଡେବଲ୍ ଅଇସି ବଲି କେନ୍ତି ଚିନି ଅଇସି?”
And they asked him, saying, Master, when therefore shall these things be? and what [shall be] the sign when these things are about to come to pass?
8 ୮ ଜିସୁ ସେମନ୍କେ କଇଲା, “ଜାଗ୍ରତ୍ଅଇକରି ରୁଆ, ନାଡାଇ ଉଆ ନାଇ । ବେସି ଲକ୍ ମର୍ ନାଉଁଦାରି ଆସି କଇବାଇ, ‘ମୁଇ ସେ ଆକା ।’ ବେଲା କେଟ୍ଲା ଆଚେ, ମାତର୍ ତମେ ସେମନର୍ ପଚେ ଜାଆ ନାଇ ।
And he said, Take heed that ye be not led astray: for many shall come in my name, saying, I am [he]; and, The time is at hand: go ye not after them.
9 ୯ ଆରି କେବେ ତମେ ଜୁଇଦ୍ ଆରି କିରମାର ଅଇବାଟା ସୁନ୍ସା, ସେବେଲା ଡରା ନାଇ । କାଇକେ ବଇଲେ ଏ ସବୁ ଗଟ୍ନା ଆଗ୍ତୁ ଅଇସିସେ । ମାତର୍ ଏ ଦୁନିଆର୍ ସେସ୍ ଦିନ୍ ସେଦାପ୍ରେ ନ ଆସେ ।”
And when ye shall hear of wars and tumults, be not terrified: for these things must needs come to pass first; but the end is not immediately.
10 ୧୦ ଆରି ଜିସୁ କଇଲା, “ଦେସ୍ ବିରୁଦେ ଦେସ୍ ଆରି ଜାତି ବିରୁଦେ ଜାତି ଉଟ୍ସି ।
Then said he unto them, Nation shall rise against nation, and kingdom against kingdom:
11 ୧୧ ଦର୍ତନି ଚୁଲ୍ବୁଲ୍ସି । ବଡ୍ ରଗ୍ମନ୍ ଅଇସି ଆରି ଆକାସେ କେବେ ନ ଅଇବା କାବା ଅଇଜିବା ଚିନ୍ମନ୍ ଡିସ୍ସି ।
and there shall be great earthquakes, and in divers places famines and pestilences; and there shall be terrors and great signs from heaven.
12 ୧୨ ମାତର୍ ଏ ସବୁ ବିସଇ ନ ଅଇବା ଆଗ୍ତୁ, ତମ୍କେ ବାନ୍ଦିକରି ନେଇ ସାସ୍ତି ଦେବାଇ, ପାର୍ତନା ଗର୍ମନ୍କେ ବିଚାର୍ କରି ବନ୍ଦିଗରେ ପାକାଇବାକେ ସର୍ପିଦେବାଇ । ମର୍ପାଇ ତମେ ରାଜା ଆରି ସାସନ୍ କାରିଆମନର୍ ମୁଆଟେ ଟିଆ ଅଇସା ।
But before all these things, they shall lay their hands on you, and shall persecute you, delivering you up to the synagogues and prisons, bringing you before kings and governors for my name’s sake.
13 ୧୩ ମର୍ ବିସଇ ତମେ ବିନ୍ ଲକ୍ମନ୍କେ କଇବାକେ ଗଟେକ୍ ସମାନ୍ ବେଲା ଅଇସି ।
It shall turn unto you for a testimony.
14 ୧୪ ତେବର୍ ପାଇ ‘ମୁଇ ନିଜ୍କେ କେନ୍ତି ରକିଆ କର୍ବି?’ ସେ ବିସଇ ବାବିକରି ଆଗେଅନି ଚିନ୍ତା କରା ନାଇ ।
Settle it therefore in your hearts, not to meditate beforehand how to answer:
15 ୧୫ କାଇକେ ବଇଲେ ମୁଇ ତମ୍କେ ଟିକ୍ପଦ୍ କଇବାକେ ଗିଆନ୍ ଦେବି । ତମ୍କେ ବିରଦ୍ କର୍ବା ଲକ୍ମନ୍ ସେ ଗିଆନର୍ ବାଦୁଲେ କାଇଟା କଇନାପାରତ୍ ।
for I will give you a mouth and wisdom, which all your adversaries shall not be able to withstand or to gainsay.
16 ୧୬ ଆରି ତମର୍ ମାଆ ବାବା, ବାଇ, ନିଜର୍ ଲାଗାର୍ ଲିତାର୍ ଲକ୍, ମଇତର୍ମନ୍ ଆରି କୁଟୁମର୍ ଲକ୍ମନ୍, ତମ୍କେ ବିରଦିମନ୍କେ ସର୍ପି ଦେବାଇ ଆରି ତମର୍ ବିତ୍ରେ ଅନି କେତେ ଲକ୍କେ ମରାଇଦେବାଇ ।
But ye shall be delivered up even by parents, and brethren, and kinsfolk, and friends; and [some] of you shall they cause to be put to death.
17 ୧୭ ତମେ ମର୍ତେଇ ବିସ୍ବାସ୍ କଲାସ୍ନି ବଲି ଗୁଲାଇ ଲକ୍ମନ୍ ତମ୍କେ ଇନ୍ କର୍ବାଇ ।
And ye shall be hated of all men for my name’s sake.
18 ୧୮ ମାତର୍ ତମର୍ ମୁଣ୍ଡର୍ ଚେଣ୍ଡି ମିସା ଗଟେକ୍ ନ ନସେ ।
And not a hair of your head shall perish.
19 ୧୯ ତମେ ଡାଟ୍ଅଇ ରଇଲେ ଏ ସବୁ ବିସଇ ମୁର୍ଚିକରି, ତମର୍ ଆତ୍ମାକେ ରକିଆ କର୍ସା ।”
In your patience ye shall win your souls.
20 ୨୦ “ମାତର୍ ଜେଡେବଲ୍ ତମେ ଜିରୁସାଲମ୍ ଗଡେ ବିରଦି ସନିଅମନ୍ ଚାରିବେଡ୍ତି କିନ୍ଦ୍ରି ରଇବାଟା ଦେକ୍ସା ବଇଲେ, ସେବେଲା ଜିରୁସାଲାମ୍ ନସ୍ଟ ଅଇବା ବେଲା ଲଗେ କେଟ୍ଲା ବଲି ଜାନା ।
But when ye see Jerusalem compassed with armies, then know that her desolation is at hand.
21 ୨୧ ସେବେଲାଇ କେ କେ ଜିଉଦା ଦେସେ ରଇବାଇ, ସେମନ୍ ଡଙ୍ଗର୍ ବିତ୍ରେ ପାଲାଅତ୍ । କେ କେ ଗଡ୍ ବିତ୍ରେ ରଇବାଇ ସେମନ୍ କେନେ ମିସା ବଁଚ୍ବାକେ ପାଲାଅତ୍ । କେ କେ ଗଡ୍ ବାଇରେ ରଇବାଇ ସେମନ୍ ଗଡ୍ ବିତ୍ରେ ନ ପୁରତ୍ ।
Then let them that are in Judaea flee unto the mountains; and let them that are in the midst of her depart out; and let not them that are in the country enter therein.
22 ୨୨ କାଇକେ ବଇଲେ ସେଟା ସାସ୍ତରର୍ ସବୁ ବିସଇ ଜେନ୍ତିକି ସିଦ୍ ଅଇସି, ସେଟାର୍ ପାଇ ସେ ଦିନ୍ମନ୍ ବେସି ଡଣ୍ଡ୍ ପାଇବା ଦିନ୍ମନ୍ ଅଇସି ।
For these are days of vengeance, that all things which are written may be fulfilled.
23 ୨୩ ସେ ଦିନ୍ମନ୍କେ ଗାଗ୍ଡେ ରଇବା ମାଇଜିମନ୍ ଆରି ଦୁଦ୍ କୁଆଇତେରଇବା ମାଆମନର୍ କେତେକ୍ ଦୁକର୍ ଦିନ୍ ଅଇସି । ଏ ଦେସର୍ ଲକ୍ମନ୍କେ ଅପର୍ବଲ୍ ଦୁକ୍ ଆଇସି ଆରି ସେମନ୍ ଡଣ୍ଡ୍ ପାଇବାଇ ।
Woe unto them that are with child and to them that give suck in those days! for there shall be great distress upon the land, and wrath unto this people.
24 ୨୪ କେତେ ଲକ୍କେ କାଣ୍ଡାର୍ଦାର୍ ସଙ୍ଗ୍ ମରାଇବାଇ ଆରି କେତେ ଲକ୍ମନ୍କେ ବନ୍ଦିକରି ବିନ୍ବିନ୍ ଦେସେ ଦାରିଜିବାଇ । ଜିଉଦି ନଇଲା ଲକ୍ମନର୍ ବେଲା ନ ସାର୍ବାଜାକ ଜିରୁସାଲାମ୍ ବିନାସ୍ କର୍ବାକେ ଚାଡିଦେବାଇ ।”
And they shall fall by the edge of the sword, and shall be led captive into all the nations: and Jerusalem shall be trodden down of the Gentiles, until the times of the Gentiles be fulfilled.
25 ୨୫ “ବାଦ୍ଲେ, ବେଲ୍ଟାନେ, ଜନ୍ଟାନେ ତାରାମନର୍ଟାନେ କେବେ ନ ଡିସ୍ବା ଚିନ୍ମନ୍ ଡିସ୍ସି । ଦୁନିଆର୍ ସବୁ ଦେସର୍ ଲକ୍, ବେସି ଦୁକ୍ କସ୍ଟ ପାଇବାଇ । ଜେଡେବେଲା ସମ୍ଦୁରର୍ ବଡ୍ ଲଅଡି ଗରଜ୍ଲେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା ନାଇ ବଲି ବାୟାବିକଲ୍ ଅଇଜିବାଇ ।
And there shall be signs in sun and moon and stars; and upon the earth distress of nations, in perplexity for the roaring of the sea and the billows;
26 ୨୬ ଆରି ଲକ୍ମନ୍ ଦୁନିଆଇ ଆଇବା ସବୁ ଗଟ୍ନା ଦେକିକରି ‘କାଇକେ ଏନ୍ତି ଅଇଲାନି?’ ବଲି ଡରିକରି କେତେ ଲକ୍ ମୁର୍ଚା ଅଇଜିବାଇ । କାଇକେ ବଇଲେ ଆକାସେ ରଇଲା ସବୁ ବିସଇ ପର୍ମେସର ଚୁଲ୍ବୁଲାଇ ଦେଇସି ।
men fainting for fear, and for expectation of the things which are coming on the world: for the powers of the heavens shall be shaken.
27 ୨୭ ସେବେଲାଇ ଲକ୍ମନ୍ ପର୍ମେସର୍ ତେଇଅନି ଆସିରଇବା ନର୍ପିଲା ମୁଇ, ବେସି ବପୁସଙ୍ଗ୍ ଆରି ଡାକ୍ପୁଟାଅଇକରି ବାଦ୍ଲେ ଆଇବାଟା ଦେକ୍ବାଇ ।
And then shall they see the Son of man coming in a cloud with power and great glory.
28 ୨୮ ମାତର୍ ଏ ସବୁ ଗଟ୍ନା ଆରାମ୍ ଅଇଲେ ତମେ ଡାଟ୍ସଙ୍ଗ୍ ଟିଆଅଇ ଉପ୍ରେ ଦେକା । କାଇକେ ବଇଲେ ତମର୍ ରକିଆ ପାଇବା ଦିନ୍ ଲଗେ ଆଚେ ।”
But when these things begin to come to pass, look up, and lift up your heads; because your redemption draweth nigh.
29 ୨୯ ଆରି ଜିସୁ ସେମନ୍କେ ଗଟେକ୍ ଉଦାଅରନ୍ କଇଲା, “ଡୁମ୍ରି ଗଚ୍ ଆରି ବିନ୍ ସବୁ ଗଚର୍ କାତା ଚିନ୍ତା କରା ।
And he spake to them a parable: Behold the fig tree, and all the trees:
30 ୩୦ ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କର୍ସି, ଆରି କାଁଚାପତ୍ରିଆ ଡିସ୍ଲେ କାରାଦିନ୍ କେଟ୍ଲା ବଲି ତମେ ଜାନ୍ସା ।
when they now shoot forth, ye see it and know of your own selves that the summer is now nigh.
31 ୩୧ ସେନ୍ତାରିସେ ଏ ସବୁ ବିସଇ ଅଇବାଟା ଦେକ୍ଲେ ପର୍ମେସରର୍ ରାଇଜ୍ କେଟି ଆଇଲା ବଲି ଜାନ୍ସା ।”
Even so ye also, when ye see these things coming to pass, know ye that the kingdom of God is nigh.
32 ୩୨ “ମୁଇ ତମ୍କେ ସତ୍କାତା କଇଲିନି । ମନେ ରକା, ଏବେ ଜିବନ୍ ରଇବା ସବୁ ଲକ୍ମନର୍ ମରନ୍ ଅଇବା ଆଗ୍ତୁ ଏ ସବୁ ଗଟ୍ସି ।
Verily I say unto you, This generation shall not pass away, till all things be accomplished.
33 ୩୩ ସରଗ୍ ଆରି ମଚ୍ପୁର୍ ନସି ଜାଇସି, ମାତର୍ ମର୍ ବାକିଅ କେବେ ନ ନସେ ।”
Heaven and earth shall pass away: but my words shall not pass away.
34 ୩୪ “ମାତର୍ ତମେ ନିଜର୍ ନିଜର୍ ବିସଇ ନେଇକରି ଜାଗ୍ରତ୍ ରୁଆ । ତମର୍ ମନ୍ ସବୁବେଲାଇ ବଜିବାତ୍ କରି ମଦ୍ ପେଣ୍ଡମ୍ କାଇବା ବିସଇ ଆରି କେନ୍ତାର୍ ଜିଇବାର୍ ଅଇସି କେନ୍ତାର୍ ନାଇ ବଲି ଚିନ୍ତାକରି ରଇଲାବେଲେ, ସେ ଦିନ୍ ଅଟାତ୍ ପାନ୍ଦ୍ ପାରା ଆସି ଲାଗିଜାଇସି ।
But take heed to yourselves, lest haply your hearts be overcharged with surfeiting, and drunkenness, and cares of this life, and that day come on you suddenly as a snare:
35 ୩୫ ସେନ୍ତାରିସେ ଏ ଦୁନିଆର୍ ସବୁ ଲକ୍କେ ସେଟା ଗଟ୍ସି ।
for [so] shall it come upon all them that dwell on the face of all the earth.
36 ୩୬ ସେ ଦିନ୍ମନ୍କେ ଗଟ୍ବା ସବୁ ବିସଇ ଦେଇ, କାଇ ବିପଦ୍ ନ ଅଇ ଜିବାକେ ଆରି ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ମୁଆଟେ ଟିଆ ଅଇବାକେ, ପାର୍ତନା କରି ଜାଗରତ୍ ଅଇରୁଆ ।”
But watch ye at every season, making supplication, that ye may prevail to escape all these things that shall come to pass, and to stand before the Son of man.
37 ୩୭ ଜିସୁ ସେ ଦିନ୍ମନ୍କେ ମନ୍ଦିରେ ଜାଇ ନିମାନ୍ କାତା ସିକାଇ ଦେଇତେ ରଇଲା । ଆରି ତାର୍ ସିସ୍ମନର୍ ସଙ୍ଗ୍ ସବୁ ରାତି ବାରିଜାଇ ଜିତ୍ ନାଉଁର୍ ଡଙ୍ଗ୍ରେ ବିତାଇତେ ରଇଲା ।
And every day he was teaching in the temple; and every night he went out, and lodged in the mount that is called [the mount] of Olives.
38 ୩୮ ବେସି ଲକ୍ ଜିସୁର୍ କାତା ସୁନ୍ବାକେ ସବୁ ଦିନ୍ ସାକାଲେ ମନ୍ଦିରେ ଜାଇତେରଇଲାଇ ।
And all the people came early in the morning to him in the temple, to hear him.