< ଲୁକ୍ 24 >
1 ୧ ଆଟର୍ ପର୍ତୁମ୍ ଦିନର୍ ସାକାଲେ, ମାଇଜିମନ୍ ସେମନ୍ ତିଆର୍ କରିରଇବା ବାସ୍ନା ଦିନ୍ସୁ ଆରି ବାସ୍ନା ଚିକନ୍ ଦାରି ଜିସୁର୍ ମଡ୍ ରଇଲା ପାଆରେ ଗାଲାଇ ।
En op den eersten dag der week, zeer vroeg in den morgenstond, gingen zij naar het graf, dragende de specerijen, die zij bereid hadden, en sommigen met haar.
2 ୨ ଆରି ପାଆରର୍ ମୁଆଟେ ରଇଲା ପାକ୍ନା ଗୁଣ୍ଡ୍ଲିରଇଲାଟା ଦେକ୍ଲାଇ ।
En zij vonden den steen afgewenteld van het graf.
3 ୩ ସେଟା ଦେକି ପାଆର୍ ବିତ୍ରେ ଜାଇ ଦେକ୍ଲାଇ, ତେଇ ଜିସୁର୍ ଗାଗଡ୍ ନ ରଇଲା ।
En ingegaan zijnde, vonden zij het lichaam van den Heere Jezus niet.
4 ୪ କାଇଟା ଅଇଲାବେ, ବଲି, ବାବିକରି ରଇଲାବେଲେ, ଏଦେ ଦେକା! ବିଜ୍ଲି ପାରା ଜଗ୍ଜଗି ଜାଇତେରଇବା ଲୁଗା ପିନ୍ଦି ଦୁଇ ଲକ୍ ସେମନର୍ ମୁଆଟେ ଟିଆ ଅଇଲାଇ ।
En het geschiedde, als zij daarover twijfelmoedig waren, zie, twee mannen stonden bij haar in blinkende klederen.
5 ୫ ମାଇଜିମନ୍ ସେ ଦୁଇ ଲକ୍କେ ଦେକି ଡରିକରି ଉଁତାଡିଅଇ ଡୁଲିଦେଲାଇ । ସେ ଦୁଇଲକ୍ ସେମନ୍କେ କଇଲାଇ, “ଜିବନ୍ ରଇଲା ଲକ୍କେ କାଇକେ ମଲା ଲକ୍କେ ସଙ୍ଗଇଲାଟାନେ କଜ୍ଲାସ୍ନି?
En als zij zeer bevreesd werden, en het aangezicht naar de aarde neigden, zeiden zij tot haar: Wat zoekt gij den Levende bij de doden?
6 ୬ ଜିସୁ ଇତି ନାଇ, ପର୍ମେସର୍ ତାକେ ଉଟାଇଲାଆଚେ । ସେ ତମର୍ ସଙ୍ଗ୍ ଗାଲିଲିତେଇ ମିସ୍ତେ ରଇଲା ବେଲେ ତମ୍କେ କାଇବଲି କଇରଇଲା, ସେଟା ତମର୍ ମନେ ନାଇ କି?
Hij is hier niet, maar Hij is opgestaan. Gedenkt, hoe Hij tot u gesproken heeft, als Hij nog in Galilea was,
7 ୭ ନର୍ପିଲା ପାପି ଲକ୍ମନର୍ ଆତେ ସର୍ପାଇ ଅଇସି ଆରି ସେମନ୍ ତାକେ କୁର୍ସେ କୁଟିମାରି ମରାଇ ଦେବାଇ । ମାତର୍ ତିନ୍ଦିନ୍ ଗାଲାପଚେ ସେ ଆରି ତରେକ୍ ଜିବନ୍ ଅଇ ଉଟ୍ସି ।”
Zeggende: De Zoon des mensen moet overgeleverd worden in de handen der zondige mensen, en gekruisigd worden, en ten derden dage wederopstaan.
8 ୮ ସେଡ୍କି ବେଲେ ମାଇଜିମନ୍ ଜିସୁ ଏନ୍ତି କାତା କଇରଇଲା ବଲି ଏତାଇଲାଇ ।
En zij werden indachtig Zijner woorden.
9 ୯ ସେଟାର୍ ପାଇ ସେମନ୍ ତେଇଅନି ଦାପ୍ରେ ବାଉଡି ଆସିକରି ଏଗାର୍ଟା ସିସ୍ମନ୍କେ ଆରି ତେଇ ରଇଲା ଲକ୍ମନ୍କେ ସେ ଜାଗାଇ ଅଇଲା ଗଟ୍ନା ସବୁ କଇଲାଇ ।
En wedergekeerd zijnde van het graf, boodschapten zij al deze dingen aan de elven, en aan al de anderen.
10 ୧୦ ମଗ୍ଦଲିନି ମରିୟମ୍, ଜଆନା, ଜାକୁବର୍ ମାଆ ମରିୟମ୍ ଆରି ତାକର୍ସଙ୍ଗ୍ ରଇଲା ବିନ୍ ମାଇଜିମନ୍ ମିସା କାଇ କାଇଟା ଗଟ୍ଲା, ସେ ସବୁ ବିସଇ ପେରିତ୍ମନ୍କେ କଇଲାଇ ।
En deze waren Maria Magdalena, en Johanna, en Maria, de moeder van Jakobus, en de andere met haar, die dit tot de apostelen zeiden.
11 ୧୧ ମାତର୍ ପେରିତ୍ମନ୍ ମାଇଜିମନର୍ କାତା ଟଣ୍ଡେ ପାନ୍ଦି କଇଲାଇନି ବଲି ବିସ୍ବାସ୍ କରତ୍ ନାଇ ।
En haar woorden schenen voor hen als ijdel geklap, en zij geloofden haar niet.
12 ୧୨ ମାତର୍ ପିତର୍ ଅଦର୍ପଡ୍ ଅଇ ପାଲାଇ ପାଆରେ ଜାଇ ଏରି ଦେକ୍ଲା । ପାଆର୍ ବିତ୍ରେ ଏରି ଦେକ୍ଲାକେ ତେଇ ଜିସୁକେ ଗୁଡିଆଇଲା ଉଲ୍ଉଲା ପଚିଆ ଚାଡି ଆରି କାଇଟା ନ ରଇଲା । ପିତର୍ ସେ ଗଟ୍ନା ଦେକି କାବାଅଇ ଜାଇକରି, ଗରେ ବାଉଡି ଆଇଲା ।
Doch Petrus opstaande, liep tot het graf, en nederbukkende, zag hij de linnen doeken, liggende alleen, en ging weg, zich verwonderende bij zichzelven van hetgeen geschied was.
13 ୧୩ ସେ ଦିନେସେ ଜିସୁର୍ ଦୁଇଟା ସିସ୍ମନ୍ ଜିରୁସାଲମେଅନି ଏଗାର କିଲମିଟର୍ ଦୁର୍କେ ରଇଲା ଇମାୟୁ ନାଉଁର୍ ଗାଏଁ ଇଣ୍ଡିକରି ଜାଇତେ ରଇଲାଇ ।
En zie, twee van hen gingen op denzelfden dag naar een vlek, dat zestig stadien van Jeruzalem was, welks naam was Emmaus;
14 ୧୪ ଜିସୁକେ କାଇକାଇଟା ଅଇରଇଲା ଆରି ସେ ସବୁ ବିସଇନେଇ ସେମନ୍ କାତାଅଇ କାତାଅଇ ଇଣ୍ଡ୍ତେ ରଇଲାଇ ।
En zij spraken samen onder elkander van al deze dingen, die er gebeurd waren.
15 ୧୫ ସେମନ୍ ଏନ୍ତି କାତାବାର୍ତା ଅଇ ଆଇବାବେଲେ ଏଦେ ଦେକା! ଜିସୁ ନିଜେ ଆସି ସେମନର୍ ସଙ୍ଗ୍ ଇଣ୍ଡ୍ବାର୍ ଦାର୍ଲା ।
En het geschiedde, terwijl zij samen spraken, en elkander ondervraagden, dat Jezus Zelf bij hen kwam, en met hen ging.
16 ୧୬ ସେମନ୍ ତାକେ ଦେକ୍ଲାଇ, ମାତର୍ ଚିନି ନାପାର୍ଲାଇ ।
En hun ogen werden gehouden, dat zij Hem niet kenden.
17 ୧୭ ସେଡିକିବେଲେ ଜିସୁ ସେମନ୍କେ କଇଲା, “ତମେ ଇଣ୍ଡି ଇଣ୍ଡି କାର୍ ବିସଇନେଇକରି ଏତେକ୍ କାତା ଅଇଲାସ୍ନି?” ସେବେଲାଇ ସେମନ୍ ମନ୍ଦୁକ୍କରି ମୁଁ ସୁକାଇ ଟିଆଅଇଲାଇ ।
En Hij zeide tot hen: Wat redenen zijn dit, die gij, wandelende, onder elkander verhandelt, en waarom ziet gij droevig?
18 ୧୮ “ଗାଲା କେତେଦିନ୍ ବିତ୍ରେ ଜିରୁସାଲାମ୍ ଜନ୍ ଗଟ୍ନା ଗଟିଗାଲା ଆଚେ? ସେଟା ନାଜାନ୍ଲାଟା ତୁଇ ଗଟେକ୍ ଲକ୍ସେ କି?”
En de een, wiens naam was Kleopas, antwoordende, zeide tot Hem: Zijt Gij alleen een vreemdeling te Jeruzalem, en weet niet de dingen, die dezer dagen daarin geschied zijn?
19 ୧୯ ଜିସୁ ସେମନ୍କେ ପାଚାର୍ଲା, “କାଇଟା ଅଇରଇବା ବିସଇ ତମେ କଇଲାସ୍ନି?” ସେମନ୍, “ନାଜରିତର୍ ଜିସୁକେ ଜାଇଟା ସବୁ ଗଟ୍ଲା । ସେ ଗଟେକ୍ ବବିସତ୍ବକ୍ତା ରଇଲା । ପର୍ମେସରର୍ ମୁଆଟେ ଆରି ଲକ୍ମନର୍ଟାନେ ଗଟେକ୍ ବପୁସଙ୍ଗର୍ ଲକ୍ ରଇଲା । ତାର୍ ସବୁକାମ୍ ଆରି କାତାଇଅନି ଏ ସବୁ ଜାନାପଡ୍ତେ ରଇଲା ।
En Hij zeide tot hen: Welke? En zij zeiden tot Hem: De dingen aangaande Jezus den Nazarener, Welke een Profeet was, krachtig in werken en woorden, voor God en al het volk.
20 ୨୦ ଆମର୍ ମୁକିଅ ପୁଜାରିମନ୍ ଆରି ସାସନ୍ କାରିଆମନ୍ ତାକେ ମରନ୍ ଡଣ୍ଡ୍ ପାଇବାକେ ସତ୍ରୁମନ୍କେ ସର୍ପିଦେଲାଇ ଆରି ତାକେ କୁର୍ସେ ଚଗାଇ ମରାଇଲାଇ ।
En hoe onze overpriesters en oversten Denzelven overgeleverd hebben tot het oordeel des doods, en Hem gekruisigd hebben.
21 ୨୧ ସେ ଆକା ଇସ୍ରାଏଲର୍ ଲକ୍ମନ୍କେ ରକିଆ କର୍ସି ବଲି ଆସା କରି ରଇଲୁ । ମାତର୍ ତାକେ ମରାଇ ତିନ୍ଦିନ୍ ଅଇଲାନି ।
En wij hoopten, dat Hij was Degene, Die Israel verlossen zou. Doch ook, benevens dit alles, is het heden de derde dag, van dat deze dingen geschied zijn.
22 ୨୨ ଆମର୍ ଦଲର୍ କେତେଟା ମାଇଜିମନ୍ ଆମ୍କେ କାବାଅଇଜିବା କାତା କଇଲାଇ । ସେମନ୍ ଆଜି ସାକାଲ୍ ସାକାଲ୍ ତାର୍ ମଡ୍ ରଇବା ପାଆରେ ଗାଲାଇ ।
Maar ook sommige vrouwen uit ons hebben ons ontsteld, die vroeg in den morgenstond aan het graf geweest zijn;
23 ୨୩ ମାତର୍ ତେଇ ତାର୍ ଗାଗଡ୍ ନ ରଇଲା । ସେମନ୍ କଇଲାଇ, ପାଆରେଅନି ବାଉଡ୍ଲାବେଲେ ସରଗର୍ ଦୁତ୍ମନର୍ ଦର୍ସନ୍ ପାଇରଇଲା ଆରି ସେ ଦୁତ୍ମନ୍ ଜାନାଇଲାଇଜେ, ସେ ଏବେ ଜିବନ୍ ଅଇଆଚେ ।
En Zijn lichaam niet vindende, kwamen zij en zeiden, dat zij ook een gezicht van engelen gezien hadden, die zeggen, dat Hij leeft.
24 ୨୪ ଆମର୍ ସଙ୍ଗାରିମନର୍ ବିତ୍ରେଅନି ଜେ ଜେ ସେ ପାଆରେ ଜାଇ ଦେକ୍ଲାଇ ମିସା ମାଇଜିମନ୍ ଜେନ୍ତି କଇରଇଲାଇ, ସେ ସମାନ୍ ଇସାବେ ଦେକ୍ଲାଇ । ମାତର୍ ସେମନ୍ ଜିସୁକେ ଦେକତ୍ ନାଇ ।”
En sommigen dergenen, die met ons zijn, gingen heen tot het graf, en bevonden het alzo, gelijk ook de vrouwen gezegd hadden; maar Hem zagen zij niet.
25 ୨୫ ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ?
En Hij zeide tot hen: O onverstandigen en tragen van hart, om te geloven al hetgeen de profeten gesproken hebben!
26 ୨୬ ଏ ସବୁ ଦୁକ୍କସ୍ଟ ପାଇଲା ପଚେସେ ପର୍ମେସର୍ ବାଚିପାଟାଇଲା କିରିସ୍ଟକେ ମଇମା ପାଇବାକେ ଅଇସି ।
Moest de Christus niet deze dingen lijden, en alzo in Zijn heerlijkheid ingaan?
27 ୨୭ ଜିସୁ ମସାର୍ ବଇତେଇଅନି ଆରି ବିନ୍ ବିନ୍ ବବିସତ୍ବକ୍ତାମନ୍ ଲେକିରଇଲା କାତାଇ ଅନି ଆରାମ୍ କରି ସବୁ ଦରମ୍ ସାସ୍ତରେ ତାର୍ ଜେତ୍କି ବିସଇ ଲେକା ଅଇରଇଲା, ସେ ସବୁ ସେମନ୍କେ ବୁଜାଇଦେଲା ।”
En begonnen hebbende van Mozes en van al de profeten, legde Hij hun uit, in al de Schriften, hetgeen van Hem geschreven was.
28 ୨୮ ଆରି ସେମନ୍ ଜନ୍ ଗାଉଁ ଜିବାର୍ ରଇଲା, ସେ ଗାଉଁ ଲଗାଲଗି ଅଇବାକେ ଜିସୁ ଆଗ୍ତୁ ଗାଲାପାରା ଅଇ ଇଣ୍ଡ୍ବାର୍ ଦାର୍ଲା ।
En zij kwamen nabij het vlek, daar zij naar toegingen; en Hij hield Zich, alsof Hij verder gaan zou.
29 ୨୯ ମାତର୍ ସେ ଲକ୍ମନ୍ ଜିସୁକେ ସୁତ୍ରାଇ କରି କଇଲାଇ, “ଆମର୍ ସଙ୍ଗ୍ ର, କାଇକେ ବଇଲେ ବେଲ୍ ବସିଗାଲା ଆରି ରାତି ଅଇଗାଲାନି ।” ସେଟାର୍ ପାଇ ଜିସୁ ସେମନର୍ ସଙ୍ଗ୍ ରଇବାକେ ଗର୍ବିତ୍ରେ ଗାଲା ।
En zij dwongen Hem, zeggende: Blijf met ons; want het is bij den avond, en de dag is gedaald. En Hij ging in, om met hen te blijven.
30 ୩୦ ଆରି ସେମନର୍ ସଙ୍ଗ୍ କାଇବାକେ ବସ୍ଲା । ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଇକରି ସେଟା ବାଙ୍ଗାଇକରି ସେମନ୍କେ ଦେଲା ।
En het geschiedde, als Hij met hen aanzat, nam Hij het brood, en zegende het, en als Hij het gebroken had, gaf Hij het hun.
31 ୩୧ ସେ ବେଲାଇ ସେମନର୍ ଡାବିଅଇ ଜାଇରଇଲା ଆଁକି ପିଟିଗାଲାଜେ ତାକେ ଚିନି ପାର୍ଲାଇ । ମାତର୍ ସେ ଦାପ୍ରେ ଜିସୁ ସେମନର୍ତେଇଅନି ମାୟା ଅଇଗାଲା ।
En hun ogen werden geopend, en zij kenden Hem; en Hij kwam weg uit hun gezicht.
32 ୩୨ ସେବେଲାଇ ସେମନ୍ ସେମନର୍ ବିତ୍ରେ କାତା ଅଇଲାଇ, “ଜେଡେବଲ୍ ସେ ଆମର୍ ସଙ୍ଗ୍ ବାଟେ କାତା ଅଇତେ ରଇଲା, ଆରି ପର୍ମେସରର୍ ସାସ୍ତରର୍ କାତା ବୁଜାଇ ଦେଇତେ ରଇଲା, ଆମର୍ ମନ୍ ବିତ୍ରେ ଉଡୁକ୍ ଦୁଡୁକ୍ ନ ଅଇତେ ରଇଲା କି?”
En zij zeiden tot elkander: Was ons hart niet brandende in ons, als Hij tot ons sprak op den weg, en als Hij ons de Schriften opende?
33 ୩୩ ସେଦାପ୍ରେ ସେମନ୍ ଦୁଇଲକ୍ ଉଟିକରି ଜିରୁସାଲାମେ ବାଉଡି ଉଟିଗାଲାଇ । ତେଇ ଜିସୁର୍ ଏଗାର୍ଟା ସିସ୍ମନ୍ ଆରି ବିନ୍ଲକ୍ମନ୍ କାତାବାର୍ତା ଅଇତେରଇଲାଟା ଦେକ୍ଲାଇ ।
En zij, opstaande ter zelfder ure, keerden weder naar Jeruzalem, en vonden de elven samenvergaderd, en die met hen waren;
34 ୩୪ ସେ ଲକ୍ମନର୍ତେଇଅନି ସେମନ୍ ଜିସୁମାପ୍ରୁ ଆରି ତରେକ୍ ଜିବନ୍ଅଇ ଉଟ୍ଲା ଆଚେ ଆରି ସିମନ୍କେ ଦେକାଇଅଇଲା ଆଚେ ବଲି ଜାନ୍ଲାଇ ।
Welke zeiden: De Heere is waarlijk opgestaan, en is van Simon gezien.
35 ୩୫ ତାର୍ ପଚେ ଦୁଇଲକ୍ ଇମାୟୁ ଗାଉଁ ଆଇବା ବାଟେ କାଇକାଇଟା ଅଇରଇଲା ସେଟା ସବୁ କଇଲାଇ । ଆରି ସେମନ୍ ଜିସୁ ରୁଟି ବାଙ୍ଗାଇ କରି ଦେଲାବେଲେ କେନ୍ତି ତାକେ ଚିନି ଦେଇରଇଲାଇ ସେଟା ମିସା ସେମନ୍କେ କଇଲାଇ ।
En zij vertelden, hetgeen op den weg geschied was, en hoe Hij hun bekend was geworden in het breken des broods.
36 ୩୬ ସେ ଦୁଇଲକ୍ ଏନ୍ତି କଇବା ବେଲେ ଏଦେ ଦେକା! ମାପ୍ରୁ ନିଜେ ସେମନର୍ ମଜାଇ ଟିଆଅଇଦେଲା । ଆରି ସେମନ୍କେ କଇଲା, “ତମ୍କେ ସାନ୍ତି ଅ ।”
En als zij van deze dingen spraken, stond Jezus Zelf in het midden van hen, en zeide tot hen: Vrede zij ulieden!
37 ୩୭ ମାତର୍ ସେମନ୍ ସବୁ ଲକ୍ ଏଟା ଗଟେକ୍ ବୁତ୍ ଦେକ୍ଲୁନି ବଲି ଡରିଗାଲାଇ ।
En zij verschrikt en zeer bevreesd geworden zijnde, meenden, dat zij een geest zagen.
38 ୩୮ ଜିସୁ ସେମନ୍କେ କଇଲା, “ତମେ କାଇକେ ଡର୍ଲାସ୍ନି? ଆରି ଦେକି କରି ମିସା କାଇକେ ବିସ୍ବାସ୍ କରାସ୍ ନାଇ?
En Hij zeide tot hen: Wat zijt gij ontroerd, en waarom klimmen zulke overleggingen in uw harten?
39 ୩୯ ମର୍ ଆତେ ଆରି ଗଡେ ଦେକା, ଏଟା ମୁଇ ନିଜେ । ମକେ ଚିଇକରି ଦେକା । ଏଟା ମକେ ଜେନ୍ତାରି ଆଡ୍ ଆରି ମାଉଁସ୍ ଆଚେ ସେନ୍ତି ବୁତ୍କେ ନ ରଏ ।”
Ziet Mijn handen en Mijn voeten; want Ik ben het Zelf; tast Mij aan, en ziet; want een geest heeft geen vlees en benen, gelijk gij ziet, dat Ik heb.
40 ୪୦ ଜିସୁ ଏଟା କଇକରି, ତାର୍ ଆତ୍ ଆରି ଗଡ୍ ସେମନ୍କେ ଦେକାଇଲା ।
En als Hij dit zeide, toonde Hij hun de handen en de voeten.
41 ୪୧ ସେଟା ଦେକି ସେମନ୍ ସାର୍ଦା ଅଇକରି କାବାଅଇ ଗାଲାଇ ମିସା ତାକେ ବିସ୍ବାସ୍ କରତ୍ ନାଇ । ସେଟାର୍ ପାଇ ଜିସୁ ସେମନ୍କେ ପାଚାର୍ଲା, “ତମର୍ ଲଗେ କାଇଟା କାଇବାଟା ଆଚେ କି?”
En toen zij het van blijdschap nog niet geloofden, en zich verwonderden, zeide Hij tot hen: Hebt gij hier iets om te eten?
42 ୪୨ ସେବେଲାଇ ସେମନ୍ ତାକେ କଣ୍ଡେକ୍ ବାଜ୍ଲା ମାଚ୍ ଦେଲାଇ ।
En zij gaven Hem een stuk van een gebraden vis, en van honigraten.
43 ୪୩ ସେଟା ଜିସୁ ଦାରିକରି ସେମନର୍ ମୁଆଟେ କାଇଲା ।
En Hij nam het, en at het voor hun ogen.
44 ୪୪ ଜିସୁ ସେମନ୍କେ କଇଲା, “ମସାର୍ ନିୟମ୍ ଆରି ବବିସତ୍ବକ୍ତାମନ୍ କଇଲା କାତା ଆରି ଗିତ୍ସଙ୍ଗିତା ବଇଟାନେ କାଇକାଇଟା ଲେକା ଅଇଲାଆଚେ ସେ ସବୁ, ସତ୍ ଅଇବାର୍ ରଇଲା । ମୁଇ ତମର୍ ସଙ୍ଗ୍ ରଇଲାବେଲେ ଏ ସବୁ କାତା ତମ୍କେ କଇରଇଲି ।”
En Hij zeide tot hen: Dit zijn de woorden, die Ik tot u sprak, als Ik nog met u was, namelijk dat het alles moest vervuld worden, wat van Mij geschreven is in de Wet van Mozes, en de Profeten, en Psalmen.
45 ୪୫ ତାର୍ପଚେ ଦରମ୍ ସାସ୍ତରର୍ ଅରତ୍ ବୁଜ୍ବାକେ ଜିସୁ ସେମନର୍ ବୁଜ୍ବା ବପୁ ଉଗାଡି ଦେଲା ।
Toen opende Hij hun verstand, opdat zij de Schriften verstonden.
46 ୪୬ ଆରି ସେମନ୍କେ କଇଲା, “ପର୍ମେସର୍ ବାଚି ପାଟାଇଲା କିରିସ୍ଟ ରାଜା ମୁଇ, ଏନ୍ତି ଦୁକ୍ କସ୍ଟ ପାଇକରି ମର୍ବି । ପଚେ ତିନ୍ଦିନ୍ ଗାଲେ ଆରି ତରେକ୍ ଉଟ୍ବି ବଲି ଲେକା ଅଇଲା ଆଚେ ।
En zeide tot hen: Alzo is er geschreven, en alzo moest de Christus lijden, en van de doden opstaan ten derden dage.
47 ୪୭ ଆରି ଜିରୁସାଲମେଅନି ଆରାମ୍ କରି ସବୁ ଦେସର୍, ସବୁ ଜାତିର୍ ଲକ୍ମନ୍କେ ମର୍ ନାଉଁଦାରି ପାପ୍ କେମା କରାଇ, ମନ୍ ବଦ୍ଲାଇବାକେ କଇବାର୍ ଆଚେ ।
En in Zijn Naam gepredikt worden bekering en vergeving der zonden, onder alle volken, beginnende van Jeruzalem.
48 ୪୮ ତମେ ଏ ସବୁ ବିସଇର୍ ସାକି ଆଚାସ୍ ।
En gij zijt getuigen van deze dingen.
49 ୪୯ ଆରି ମର୍ ବାବା ଜନ୍ ଜିଦ୍ କରିରଇଲା, ମୁଇ ନିଜେ ସେଟା ପାଟାଇବି । ମାତର୍ ତମେ ପର୍ମେସରର୍ ଟାନେଅନି ବପୁ ନ ମିଲ୍ବା ଜାକ, ଏ ଜିରୁସାଲମେସେ ରୁଆ ।”
En ziet, Ik zende de belofte Mijns Vaders op u; maar blijft gij in de stad Jeruzalem, totdat gij zult aangedaan zijn met kracht uit de hoogte.
50 ୫୦ ତାର୍ପଚେ ଜିସୁ ସେମନ୍କେ ବେତ୍ନିଆ ନାଉଁର୍ ଜାଗାଇ ଜିବା ବାଟ୍ଜାକ ଡାକିନେଲା । ଆରି ସେମନ୍କେ ଆତ୍ ଟେକି ଆସିର୍ବାଦ୍ କଲା ।
En Hij leidde hen buiten tot aan Bethanie, en Zijn handen opheffende, zegende Hij hen.
51 ୫୧ ସେ ଏନ୍ତି ସେମନ୍କେ ଆସିର୍ବାଦ୍ କର୍ବାବେଲେ ପର୍ମେସର୍ ତାକେ ସରଗ୍ପୁରେ ଦାରିଗାଲା ।
En het geschiedde, als Hij hen zegende, dat Hij van hen scheidde, en werd opgenomen in den hemel.
52 ୫୨ ସେମନ୍ ତାକେ ଜୁଆର୍ କଲାଇ ଆରି ସାର୍ଦାଅଇ ଜିରୁସାଲମେ ବାଉଡି ଆଇଲାଇ ।
En zij aanbaden Hem, en keerden weder naar Jeruzalem met grote blijdschap.
53 ୫୩ ସବୁବେଲା ମନ୍ଦିରେ ରଇକରି ପର୍ମେସରର୍ ଡାକ୍ପୁଟା କର୍ବାର୍ ଦାର୍ଲାଇ ।
En zij waren allen tijd in den tempel, lovende en dankende God. Amen.