< ଲୁକ୍ 24 >
1 ୧ ଆଟର୍ ପର୍ତୁମ୍ ଦିନର୍ ସାକାଲେ, ମାଇଜିମନ୍ ସେମନ୍ ତିଆର୍ କରିରଇବା ବାସ୍ନା ଦିନ୍ସୁ ଆରି ବାସ୍ନା ଚିକନ୍ ଦାରି ଜିସୁର୍ ମଡ୍ ରଇଲା ପାଆରେ ଗାଲାଇ ।
अथ सप्ताहप्रथमदिनेऽतिप्रत्यूषे ता योषितः सम्पादितं सुगन्धिद्रव्यं गृहीत्वा तदन्याभिः कियतीभिः स्त्रीभिः सह श्मशानं ययुः।
2 ୨ ଆରି ପାଆରର୍ ମୁଆଟେ ରଇଲା ପାକ୍ନା ଗୁଣ୍ଡ୍ଲିରଇଲାଟା ଦେକ୍ଲାଇ ।
किन्तु श्मशानद्वारात् पाषाणमपसारितं दृष्ट्वा
3 ୩ ସେଟା ଦେକି ପାଆର୍ ବିତ୍ରେ ଜାଇ ଦେକ୍ଲାଇ, ତେଇ ଜିସୁର୍ ଗାଗଡ୍ ନ ରଇଲା ।
ताः प्रविश्य प्रभो र्देहमप्राप्य
4 ୪ କାଇଟା ଅଇଲାବେ, ବଲି, ବାବିକରି ରଇଲାବେଲେ, ଏଦେ ଦେକା! ବିଜ୍ଲି ପାରା ଜଗ୍ଜଗି ଜାଇତେରଇବା ଲୁଗା ପିନ୍ଦି ଦୁଇ ଲକ୍ ସେମନର୍ ମୁଆଟେ ଟିଆ ଅଇଲାଇ ।
व्याकुला भवन्ति एतर्हि तेजोमयवस्त्रान्वितौ द्वौ पुरुषौ तासां समीपे समुपस्थितौ
5 ୫ ମାଇଜିମନ୍ ସେ ଦୁଇ ଲକ୍କେ ଦେକି ଡରିକରି ଉଁତାଡିଅଇ ଡୁଲିଦେଲାଇ । ସେ ଦୁଇଲକ୍ ସେମନ୍କେ କଇଲାଇ, “ଜିବନ୍ ରଇଲା ଲକ୍କେ କାଇକେ ମଲା ଲକ୍କେ ସଙ୍ଗଇଲାଟାନେ କଜ୍ଲାସ୍ନି?
तस्मात्ताः शङ्कायुक्ता भूमावधोमुख्यस्यस्थुः। तदा तौ ता ऊचतु र्मृतानां मध्ये जीवन्तं कुतो मृगयथ?
6 ୬ ଜିସୁ ଇତି ନାଇ, ପର୍ମେସର୍ ତାକେ ଉଟାଇଲାଆଚେ । ସେ ତମର୍ ସଙ୍ଗ୍ ଗାଲିଲିତେଇ ମିସ୍ତେ ରଇଲା ବେଲେ ତମ୍କେ କାଇବଲି କଇରଇଲା, ସେଟା ତମର୍ ମନେ ନାଇ କି?
सोत्र नास्ति स उदस्थात्।
7 ୭ ନର୍ପିଲା ପାପି ଲକ୍ମନର୍ ଆତେ ସର୍ପାଇ ଅଇସି ଆରି ସେମନ୍ ତାକେ କୁର୍ସେ କୁଟିମାରି ମରାଇ ଦେବାଇ । ମାତର୍ ତିନ୍ଦିନ୍ ଗାଲାପଚେ ସେ ଆରି ତରେକ୍ ଜିବନ୍ ଅଇ ଉଟ୍ସି ।”
पापिनां करेषु समर्पितेन क्रुशे हतेन च मनुष्यपुत्रेण तृतीयदिवसे श्मशानादुत्थातव्यम् इति कथां स गलीलि तिष्ठन् युष्मभ्यं कथितवान् तां स्मरत।
8 ୮ ସେଡ୍କି ବେଲେ ମାଇଜିମନ୍ ଜିସୁ ଏନ୍ତି କାତା କଇରଇଲା ବଲି ଏତାଇଲାଇ ।
तदा तस्य सा कथा तासां मनःसु जाता।
9 ୯ ସେଟାର୍ ପାଇ ସେମନ୍ ତେଇଅନି ଦାପ୍ରେ ବାଉଡି ଆସିକରି ଏଗାର୍ଟା ସିସ୍ମନ୍କେ ଆରି ତେଇ ରଇଲା ଲକ୍ମନ୍କେ ସେ ଜାଗାଇ ଅଇଲା ଗଟ୍ନା ସବୁ କଇଲାଇ ।
अनन्तरं श्मशानाद् गत्वा ता एकादशशिष्यादिभ्यः सर्व्वेभ्यस्तां वार्त्तां कथयामासुः।
10 ୧୦ ମଗ୍ଦଲିନି ମରିୟମ୍, ଜଆନା, ଜାକୁବର୍ ମାଆ ମରିୟମ୍ ଆରି ତାକର୍ସଙ୍ଗ୍ ରଇଲା ବିନ୍ ମାଇଜିମନ୍ ମିସା କାଇ କାଇଟା ଗଟ୍ଲା, ସେ ସବୁ ବିସଇ ପେରିତ୍ମନ୍କେ କଇଲାଇ ।
मग्दलीनीमरियम्, योहना, याकूबो माता मरियम् तदन्याः सङ्गिन्यो योषितश्च प्रेरितेभ्य एताः सर्व्वा वार्त्ताः कथयामासुः
11 ୧୧ ମାତର୍ ପେରିତ୍ମନ୍ ମାଇଜିମନର୍ କାତା ଟଣ୍ଡେ ପାନ୍ଦି କଇଲାଇନି ବଲି ବିସ୍ବାସ୍ କରତ୍ ନାଇ ।
किन्तु तासां कथाम् अनर्थकाख्यानमात्रं बुद्ध्वा कोपि न प्रत्यैत्।
12 ୧୨ ମାତର୍ ପିତର୍ ଅଦର୍ପଡ୍ ଅଇ ପାଲାଇ ପାଆରେ ଜାଇ ଏରି ଦେକ୍ଲା । ପାଆର୍ ବିତ୍ରେ ଏରି ଦେକ୍ଲାକେ ତେଇ ଜିସୁକେ ଗୁଡିଆଇଲା ଉଲ୍ଉଲା ପଚିଆ ଚାଡି ଆରି କାଇଟା ନ ରଇଲା । ପିତର୍ ସେ ଗଟ୍ନା ଦେକି କାବାଅଇ ଜାଇକରି, ଗରେ ବାଉଡି ଆଇଲା ।
तदा पितर उत्थाय श्मशानान्तिकं दधाव, तत्र च प्रह्वो भूत्वा पार्श्वैकस्थापितं केवलं वस्त्रं ददर्श; तस्मादाश्चर्य्यं मन्यमानो यदघटत तन्मनसि विचारयन् प्रतस्थे।
13 ୧୩ ସେ ଦିନେସେ ଜିସୁର୍ ଦୁଇଟା ସିସ୍ମନ୍ ଜିରୁସାଲମେଅନି ଏଗାର କିଲମିଟର୍ ଦୁର୍କେ ରଇଲା ଇମାୟୁ ନାଉଁର୍ ଗାଏଁ ଇଣ୍ଡିକରି ଜାଇତେ ରଇଲାଇ ।
तस्मिन्नेव दिने द्वौ शिय्यौ यिरूशालमश्चतुष्क्रोशान्तरितम् इम्मायुग्रामं गच्छन्तौ
14 ୧୪ ଜିସୁକେ କାଇକାଇଟା ଅଇରଇଲା ଆରି ସେ ସବୁ ବିସଇନେଇ ସେମନ୍ କାତାଅଇ କାତାଅଇ ଇଣ୍ଡ୍ତେ ରଇଲାଇ ।
तासां घटनानां कथामकथयतां
15 ୧୫ ସେମନ୍ ଏନ୍ତି କାତାବାର୍ତା ଅଇ ଆଇବାବେଲେ ଏଦେ ଦେକା! ଜିସୁ ନିଜେ ଆସି ସେମନର୍ ସଙ୍ଗ୍ ଇଣ୍ଡ୍ବାର୍ ଦାର୍ଲା ।
तयोरालापविचारयोः काले यीशुरागत्य ताभ्यां सह जगाम
16 ୧୬ ସେମନ୍ ତାକେ ଦେକ୍ଲାଇ, ମାତର୍ ଚିନି ନାପାର୍ଲାଇ ।
किन्तु यथा तौ तं न परिचिनुतस्तदर्थं तयो र्दृष्टिः संरुद्धा।
17 ୧୭ ସେଡିକିବେଲେ ଜିସୁ ସେମନ୍କେ କଇଲା, “ତମେ ଇଣ୍ଡି ଇଣ୍ଡି କାର୍ ବିସଇନେଇକରି ଏତେକ୍ କାତା ଅଇଲାସ୍ନି?” ସେବେଲାଇ ସେମନ୍ ମନ୍ଦୁକ୍କରି ମୁଁ ସୁକାଇ ଟିଆଅଇଲାଇ ।
स तौ पृष्टवान् युवां विषण्णौ किं विचारयन्तौ गच्छथः?
18 ୧୮ “ଗାଲା କେତେଦିନ୍ ବିତ୍ରେ ଜିରୁସାଲାମ୍ ଜନ୍ ଗଟ୍ନା ଗଟିଗାଲା ଆଚେ? ସେଟା ନାଜାନ୍ଲାଟା ତୁଇ ଗଟେକ୍ ଲକ୍ସେ କି?”
ततस्तयोः क्लियपानामा प्रत्युवाच यिरूशालमपुरेऽधुना यान्यघटन्त त्वं केवलविदेशी किं तद्वृत्तान्तं न जानासि?
19 ୧୯ ଜିସୁ ସେମନ୍କେ ପାଚାର୍ଲା, “କାଇଟା ଅଇରଇବା ବିସଇ ତମେ କଇଲାସ୍ନି?” ସେମନ୍, “ନାଜରିତର୍ ଜିସୁକେ ଜାଇଟା ସବୁ ଗଟ୍ଲା । ସେ ଗଟେକ୍ ବବିସତ୍ବକ୍ତା ରଇଲା । ପର୍ମେସରର୍ ମୁଆଟେ ଆରି ଲକ୍ମନର୍ଟାନେ ଗଟେକ୍ ବପୁସଙ୍ଗର୍ ଲକ୍ ରଇଲା । ତାର୍ ସବୁକାମ୍ ଆରି କାତାଇଅନି ଏ ସବୁ ଜାନାପଡ୍ତେ ରଇଲା ।
स पप्रच्छ का घटनाः? तदा तौ वक्तुमारेभाते यीशुनामा यो नासरतीयो भविष्यद्वादी ईश्वरस्य मानुषाणाञ्च साक्षात् वाक्ये कर्म्मणि च शक्तिमानासीत्
20 ୨୦ ଆମର୍ ମୁକିଅ ପୁଜାରିମନ୍ ଆରି ସାସନ୍ କାରିଆମନ୍ ତାକେ ମରନ୍ ଡଣ୍ଡ୍ ପାଇବାକେ ସତ୍ରୁମନ୍କେ ସର୍ପିଦେଲାଇ ଆରି ତାକେ କୁର୍ସେ ଚଗାଇ ମରାଇଲାଇ ।
तम् अस्माकं प्रधानयाजका विचारकाश्च केनापि प्रकारेण क्रुशे विद्ध्वा तस्य प्राणाननाशयन् तदीया घटनाः;
21 ୨୧ ସେ ଆକା ଇସ୍ରାଏଲର୍ ଲକ୍ମନ୍କେ ରକିଆ କର୍ସି ବଲି ଆସା କରି ରଇଲୁ । ମାତର୍ ତାକେ ମରାଇ ତିନ୍ଦିନ୍ ଅଇଲାନି ।
किन्तु य इस्रायेलीयलोकान् उद्धारयिष्यति स एवायम् इत्याशास्माभिः कृता।तद्यथा तथास्तु तस्या घटनाया अद्य दिनत्रयं गतं।
22 ୨୨ ଆମର୍ ଦଲର୍ କେତେଟା ମାଇଜିମନ୍ ଆମ୍କେ କାବାଅଇଜିବା କାତା କଇଲାଇ । ସେମନ୍ ଆଜି ସାକାଲ୍ ସାକାଲ୍ ତାର୍ ମଡ୍ ରଇବା ପାଆରେ ଗାଲାଇ ।
अधिकन्त्वस्माकं सङ्गिनीनां कियत्स्त्रीणां मुखेभ्योऽसम्भववाक्यमिदं श्रुतं;
23 ୨୩ ମାତର୍ ତେଇ ତାର୍ ଗାଗଡ୍ ନ ରଇଲା । ସେମନ୍ କଇଲାଇ, ପାଆରେଅନି ବାଉଡ୍ଲାବେଲେ ସରଗର୍ ଦୁତ୍ମନର୍ ଦର୍ସନ୍ ପାଇରଇଲା ଆରି ସେ ଦୁତ୍ମନ୍ ଜାନାଇଲାଇଜେ, ସେ ଏବେ ଜିବନ୍ ଅଇଆଚେ ।
ताः प्रत्यूषे श्मशानं गत्वा तत्र तस्य देहम् अप्राप्य व्याघुट्येत्वा प्रोक्तवत्यः स्वर्गीसदूतौ दृष्टावस्माभिस्तौ चावादिष्टां स जीवितवान्।
24 ୨୪ ଆମର୍ ସଙ୍ଗାରିମନର୍ ବିତ୍ରେଅନି ଜେ ଜେ ସେ ପାଆରେ ଜାଇ ଦେକ୍ଲାଇ ମିସା ମାଇଜିମନ୍ ଜେନ୍ତି କଇରଇଲାଇ, ସେ ସମାନ୍ ଇସାବେ ଦେକ୍ଲାଇ । ମାତର୍ ସେମନ୍ ଜିସୁକେ ଦେକତ୍ ନାଇ ।”
ततोस्माकं कैश्चित् श्मशानमगम्यत तेऽपि स्त्रीणां वाक्यानुरूपं दृष्टवन्तः किन्तु तं नापश्यन्।
25 ୨୫ ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ?
तदा स तावुवाच, हे अबोधौ हे भविष्यद्वादिभिरुक्तवाक्यं प्रत्येतुं विलम्बमानौ;
26 ୨୬ ଏ ସବୁ ଦୁକ୍କସ୍ଟ ପାଇଲା ପଚେସେ ପର୍ମେସର୍ ବାଚିପାଟାଇଲା କିରିସ୍ଟକେ ମଇମା ପାଇବାକେ ଅଇସି ।
एतत्सर्व्वदुःखं भुक्त्वा स्वभूतिप्राप्तिः किं ख्रीष्टस्य न न्याय्या?
27 ୨୭ ଜିସୁ ମସାର୍ ବଇତେଇଅନି ଆରି ବିନ୍ ବିନ୍ ବବିସତ୍ବକ୍ତାମନ୍ ଲେକିରଇଲା କାତାଇ ଅନି ଆରାମ୍ କରି ସବୁ ଦରମ୍ ସାସ୍ତରେ ତାର୍ ଜେତ୍କି ବିସଇ ଲେକା ଅଇରଇଲା, ସେ ସବୁ ସେମନ୍କେ ବୁଜାଇଦେଲା ।”
ततः स मूसाग्रन्थमारभ्य सर्व्वभविष्यद्वादिनां सर्व्वशास्त्रे स्वस्मिन् लिखिताख्यानाभिप्रायं बोधयामास।
28 ୨୮ ଆରି ସେମନ୍ ଜନ୍ ଗାଉଁ ଜିବାର୍ ରଇଲା, ସେ ଗାଉଁ ଲଗାଲଗି ଅଇବାକେ ଜିସୁ ଆଗ୍ତୁ ଗାଲାପାରା ଅଇ ଇଣ୍ଡ୍ବାର୍ ଦାର୍ଲା ।
अथ गम्यग्रामाभ्यर्णं प्राप्य तेनाग्रे गमनलक्षणे दर्शिते
29 ୨୯ ମାତର୍ ସେ ଲକ୍ମନ୍ ଜିସୁକେ ସୁତ୍ରାଇ କରି କଇଲାଇ, “ଆମର୍ ସଙ୍ଗ୍ ର, କାଇକେ ବଇଲେ ବେଲ୍ ବସିଗାଲା ଆରି ରାତି ଅଇଗାଲାନି ।” ସେଟାର୍ ପାଇ ଜିସୁ ସେମନର୍ ସଙ୍ଗ୍ ରଇବାକେ ଗର୍ବିତ୍ରେ ଗାଲା ।
तौ साधयित्वावदतां सहावाभ्यां तिष्ठ दिने गते सति रात्रिरभूत्; ततः स ताभ्यां सार्द्धं स्थातुं गृहं ययौ।
30 ୩୦ ଆରି ସେମନର୍ ସଙ୍ଗ୍ କାଇବାକେ ବସ୍ଲା । ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଇକରି ସେଟା ବାଙ୍ଗାଇକରି ସେମନ୍କେ ଦେଲା ।
पश्चाद्भोजनोपवेशकाले स पूपं गृहीत्वा ईश्वरगुणान् जगाद तञ्च भंक्त्वा ताभ्यां ददौ।
31 ୩୧ ସେ ବେଲାଇ ସେମନର୍ ଡାବିଅଇ ଜାଇରଇଲା ଆଁକି ପିଟିଗାଲାଜେ ତାକେ ଚିନି ପାର୍ଲାଇ । ମାତର୍ ସେ ଦାପ୍ରେ ଜିସୁ ସେମନର୍ତେଇଅନି ମାୟା ଅଇଗାଲା ।
तदा तयो र्दृष्टौ प्रसन्नायां तं प्रत्यभिज्ञतुः किन्तु स तयोः साक्षादन्तर्दधे।
32 ୩୨ ସେବେଲାଇ ସେମନ୍ ସେମନର୍ ବିତ୍ରେ କାତା ଅଇଲାଇ, “ଜେଡେବଲ୍ ସେ ଆମର୍ ସଙ୍ଗ୍ ବାଟେ କାତା ଅଇତେ ରଇଲା, ଆରି ପର୍ମେସରର୍ ସାସ୍ତରର୍ କାତା ବୁଜାଇ ଦେଇତେ ରଇଲା, ଆମର୍ ମନ୍ ବିତ୍ରେ ଉଡୁକ୍ ଦୁଡୁକ୍ ନ ଅଇତେ ରଇଲା କି?”
ततस्तौ मिथोभिधातुम् आरब्धवन्तौ गमनकाले यदा कथामकथयत् शास्त्रार्थञ्चबोधयत् तदावयो र्बुद्धिः किं न प्राज्वलत्?
33 ୩୩ ସେଦାପ୍ରେ ସେମନ୍ ଦୁଇଲକ୍ ଉଟିକରି ଜିରୁସାଲାମେ ବାଉଡି ଉଟିଗାଲାଇ । ତେଇ ଜିସୁର୍ ଏଗାର୍ଟା ସିସ୍ମନ୍ ଆରି ବିନ୍ଲକ୍ମନ୍ କାତାବାର୍ତା ଅଇତେରଇଲାଟା ଦେକ୍ଲାଇ ।
तौ तत्क्षणादुत्थाय यिरूशालमपुरं प्रत्याययतुः, तत्स्थाने शिष्याणाम् एकादशानां सङ्गिनाञ्च दर्शनं जातं।
34 ୩୪ ସେ ଲକ୍ମନର୍ତେଇଅନି ସେମନ୍ ଜିସୁମାପ୍ରୁ ଆରି ତରେକ୍ ଜିବନ୍ଅଇ ଉଟ୍ଲା ଆଚେ ଆରି ସିମନ୍କେ ଦେକାଇଅଇଲା ଆଚେ ବଲି ଜାନ୍ଲାଇ ।
ते प्रोचुः प्रभुरुदतिष्ठद् इति सत्यं शिमोने दर्शनमदाच्च।
35 ୩୫ ତାର୍ ପଚେ ଦୁଇଲକ୍ ଇମାୟୁ ଗାଉଁ ଆଇବା ବାଟେ କାଇକାଇଟା ଅଇରଇଲା ସେଟା ସବୁ କଇଲାଇ । ଆରି ସେମନ୍ ଜିସୁ ରୁଟି ବାଙ୍ଗାଇ କରି ଦେଲାବେଲେ କେନ୍ତି ତାକେ ଚିନି ଦେଇରଇଲାଇ ସେଟା ମିସା ସେମନ୍କେ କଇଲାଇ ।
ततः पथः सर्व्वघटनायाः पूपभञ्जनेन तत्परिचयस्य च सर्व्ववृत्तान्तं तौ वक्तुमारेभाते।
36 ୩୬ ସେ ଦୁଇଲକ୍ ଏନ୍ତି କଇବା ବେଲେ ଏଦେ ଦେକା! ମାପ୍ରୁ ନିଜେ ସେମନର୍ ମଜାଇ ଟିଆଅଇଦେଲା । ଆରି ସେମନ୍କେ କଇଲା, “ତମ୍କେ ସାନ୍ତି ଅ ।”
इत्थं ते परस्परं वदन्ति तत्काले यीशुः स्वयं तेषां मध्य प्रोत्थय युष्माकं कल्याणं भूयाद् इत्युवाच,
37 ୩୭ ମାତର୍ ସେମନ୍ ସବୁ ଲକ୍ ଏଟା ଗଟେକ୍ ବୁତ୍ ଦେକ୍ଲୁନି ବଲି ଡରିଗାଲାଇ ।
किन्तु भूतं पश्याम इत्यनुमाय ते समुद्विविजिरे त्रेषुश्च।
38 ୩୮ ଜିସୁ ସେମନ୍କେ କଇଲା, “ତମେ କାଇକେ ଡର୍ଲାସ୍ନି? ଆରି ଦେକି କରି ମିସା କାଇକେ ବିସ୍ବାସ୍ କରାସ୍ ନାଇ?
स उवाच, कुतो दुःखिता भवथ? युष्माकं मनःसु सन्देह उदेति च कुतः?
39 ୩୯ ମର୍ ଆତେ ଆରି ଗଡେ ଦେକା, ଏଟା ମୁଇ ନିଜେ । ମକେ ଚିଇକରି ଦେକା । ଏଟା ମକେ ଜେନ୍ତାରି ଆଡ୍ ଆରି ମାଉଁସ୍ ଆଚେ ସେନ୍ତି ବୁତ୍କେ ନ ରଏ ।”
एषोहं, मम करौ पश्यत वरं स्पृष्ट्वा पश्यत, मम यादृशानि पश्यथ तादृशानि भूतस्य मांसास्थीनि न सन्ति।
40 ୪୦ ଜିସୁ ଏଟା କଇକରି, ତାର୍ ଆତ୍ ଆରି ଗଡ୍ ସେମନ୍କେ ଦେକାଇଲା ।
इत्युक्त्वा स हस्तपादान् दर्शयामास।
41 ୪୧ ସେଟା ଦେକି ସେମନ୍ ସାର୍ଦା ଅଇକରି କାବାଅଇ ଗାଲାଇ ମିସା ତାକେ ବିସ୍ବାସ୍ କରତ୍ ନାଇ । ସେଟାର୍ ପାଇ ଜିସୁ ସେମନ୍କେ ପାଚାର୍ଲା, “ତମର୍ ଲଗେ କାଇଟା କାଇବାଟା ଆଚେ କି?”
तेऽसम्भवं ज्ञात्वा सानन्दा न प्रत्ययन्। ततः स तान् पप्रच्छ, अत्र युष्माकं समीपे खाद्यं किञ्चिदस्ति?
42 ୪୨ ସେବେଲାଇ ସେମନ୍ ତାକେ କଣ୍ଡେକ୍ ବାଜ୍ଲା ମାଚ୍ ଦେଲାଇ ।
ततस्ते कियद्दग्धमत्स्यं मधु च ददुः
43 ୪୩ ସେଟା ଜିସୁ ଦାରିକରି ସେମନର୍ ମୁଆଟେ କାଇଲା ।
स तदादाय तेषां साक्षाद् बुभुजे
44 ୪୪ ଜିସୁ ସେମନ୍କେ କଇଲା, “ମସାର୍ ନିୟମ୍ ଆରି ବବିସତ୍ବକ୍ତାମନ୍ କଇଲା କାତା ଆରି ଗିତ୍ସଙ୍ଗିତା ବଇଟାନେ କାଇକାଇଟା ଲେକା ଅଇଲାଆଚେ ସେ ସବୁ, ସତ୍ ଅଇବାର୍ ରଇଲା । ମୁଇ ତମର୍ ସଙ୍ଗ୍ ରଇଲାବେଲେ ଏ ସବୁ କାତା ତମ୍କେ କଇରଇଲି ।”
कथयामास च मूसाव्यवस्थायां भविष्यद्वादिनां ग्रन्थेषु गीतपुस्तके च मयि यानि सर्व्वाणि वचनानि लिखितानि तदनुरूपाणि घटिष्यन्ते युष्माभिः सार्द्धं स्थित्वाहं यदेतद्वाक्यम् अवदं तदिदानीं प्रत्यक्षमभूत्।
45 ୪୫ ତାର୍ପଚେ ଦରମ୍ ସାସ୍ତରର୍ ଅରତ୍ ବୁଜ୍ବାକେ ଜିସୁ ସେମନର୍ ବୁଜ୍ବା ବପୁ ଉଗାଡି ଦେଲା ।
अथ तेभ्यः शास्त्रबोधाधिकारं दत्वावदत्,
46 ୪୬ ଆରି ସେମନ୍କେ କଇଲା, “ପର୍ମେସର୍ ବାଚି ପାଟାଇଲା କିରିସ୍ଟ ରାଜା ମୁଇ, ଏନ୍ତି ଦୁକ୍ କସ୍ଟ ପାଇକରି ମର୍ବି । ପଚେ ତିନ୍ଦିନ୍ ଗାଲେ ଆରି ତରେକ୍ ଉଟ୍ବି ବଲି ଲେକା ଅଇଲା ଆଚେ ।
ख्रीष्टेनेत्थं मृतियातना भोक्तव्या तृतीयदिने च श्मशानादुत्थातव्यञ्चेति लिपिरस्ति;
47 ୪୭ ଆରି ଜିରୁସାଲମେଅନି ଆରାମ୍ କରି ସବୁ ଦେସର୍, ସବୁ ଜାତିର୍ ଲକ୍ମନ୍କେ ମର୍ ନାଉଁଦାରି ପାପ୍ କେମା କରାଇ, ମନ୍ ବଦ୍ଲାଇବାକେ କଇବାର୍ ଆଚେ ।
तन्नाम्ना यिरूशालममारभ्य सर्व्वदेशे मनःपरावर्त्तनस्य पापमोचनस्य च सुसंवादः प्रचारयितव्यः,
48 ୪୮ ତମେ ଏ ସବୁ ବିସଇର୍ ସାକି ଆଚାସ୍ ।
एषु सर्व्वेषु यूयं साक्षिणः।
49 ୪୯ ଆରି ମର୍ ବାବା ଜନ୍ ଜିଦ୍ କରିରଇଲା, ମୁଇ ନିଜେ ସେଟା ପାଟାଇବି । ମାତର୍ ତମେ ପର୍ମେସରର୍ ଟାନେଅନି ବପୁ ନ ମିଲ୍ବା ଜାକ, ଏ ଜିରୁସାଲମେସେ ରୁଆ ।”
अपरञ्च पश्यत पित्रा यत् प्रतिज्ञातं तत् प्रेषयिष्यामि, अतएव यावत्कालं यूयं स्वर्गीयां शक्तिं न प्राप्स्यथ तावत्कालं यिरूशालम्नगरे तिष्ठत।
50 ୫୦ ତାର୍ପଚେ ଜିସୁ ସେମନ୍କେ ବେତ୍ନିଆ ନାଉଁର୍ ଜାଗାଇ ଜିବା ବାଟ୍ଜାକ ଡାକିନେଲା । ଆରି ସେମନ୍କେ ଆତ୍ ଟେକି ଆସିର୍ବାଦ୍ କଲା ।
अथ स तान् बैथनीयापर्य्यन्तं नीत्वा हस्तावुत्तोल्य आशिष वक्तुमारेभे
51 ୫୧ ସେ ଏନ୍ତି ସେମନ୍କେ ଆସିର୍ବାଦ୍ କର୍ବାବେଲେ ପର୍ମେସର୍ ତାକେ ସରଗ୍ପୁରେ ଦାରିଗାଲା ।
आशिषं वदन्नेव च तेभ्यः पृथग् भूत्वा स्वर्गाय नीतोऽभवत्।
52 ୫୨ ସେମନ୍ ତାକେ ଜୁଆର୍ କଲାଇ ଆରି ସାର୍ଦାଅଇ ଜିରୁସାଲମେ ବାଉଡି ଆଇଲାଇ ।
तदा ते तं भजमाना महानन्देन यिरूशालमं प्रत्याजग्मुः।
53 ୫୩ ସବୁବେଲା ମନ୍ଦିରେ ରଇକରି ପର୍ମେସରର୍ ଡାକ୍ପୁଟା କର୍ବାର୍ ଦାର୍ଲାଇ ।
ततो निरन्तरं मन्दिरे तिष्ठन्त ईश्वरस्य प्रशंसां धन्यवादञ्च कर्त्तम् आरेभिरे। इति॥