< ଲୁକ୍ 5 >
1 ୧ ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ ।
I stało się, gdy nań lud nalegał, aby słuchał słowa Bożego, że on stał podle jeziora Gienezaretskiego.
2 ୨ ସେଡ୍କିବେଲେ ସେ ଗାଡ୍କଣ୍ଡି ଦୁଇଟା ଡଙ୍ଗା ରଇଲାଟା ଦେକ୍ଲା, କେଉଟ୍ମନ୍ ଡଙ୍ଗାଇଅନି ଉତ୍ରି ଜାଲ୍ ଦଇତେରଇଲାଇ ।
I ujrzał dwie łodzi stojące przy jeziorze; ale rybitwi wyszedłszy z nich, płukali sieci.
3 ୩ ସେ ଡଙ୍ଗାମନର୍ ବିତ୍ରେଅନି ଜନ୍ଟା କେଉଟ୍ ସିମନର୍ଟା ରଇଲା, ଜିସୁ ତେଇ ଚଗିକରି “କଣ୍ଡିତେଇଅନି କଣ୍ଡେକ୍ ଦୁର୍ ପାନିତେଇ ଚାଲାଇନେ ।” ବଲି ସିମନ୍କେ କଇଲା, ଆରି ଡଙ୍ଗାଇ ବସିକରି ସିକିଆ ଦେବାର୍ ଦାର୍ଲା ।
A wstąpiwszy w jedną z tych łodzi, która była Szymonowa, prosił go, aby maluczko odjechał od brzegu; a usiadłszy, uczył on lud z onej łodzi.
4 ୪ ଜିସୁ କାତା ସାରାଇକରି ସିମନ୍କେ କଇଲା, “ଡେଙ୍ଗ୍ ପାନିଟାନେ ଜାଇକରି ମାଚ୍ ଦାର୍ବାକେ ତମର୍ ଜାଲ୍ ପାକାଆ ।”
A gdy przestał mówić, rzekł do Szymona: Zajedź na głębię, a zapuśćcie sieci wasze ku łowieniu.
5 ୫ ତେଇ ସିମନ୍ କଇଲା, “ଏ ଗୁରୁ ଆମେ ସବୁଲକ୍ ଗୁଲାଇରାତି କସ୍ଟ କରି ଗଟେକ୍ ମିସା ଦାରୁନାଇ, ମାତର୍ ତମର୍ କାତା ଦାରି ମୁଇ ଜାଲ୍ ପାକାଇବି ।”
A odpowiadając Szymon, rzekł mu: Mistrzu! przez całą noc robiąc, niceśmy nie pojmali, wszakże na słowo twoje zapuszczę sieć.
6 ୬ ଆରି ଜାଲ୍ ପାକାଇଲାଇକେ, ଏଦେ ଦେକା! ଏନ୍ତି ମାଚ୍ ଲାଗ୍ଲାଇଜେ ତାକର୍ ଜାଲ୍ ଚିରିଅଇବାର୍ ଦାର୍ଲା ।
A gdy to uczynili, zagarnęli ryb mnóstwo wielkie, tak że się rwała sieć ich.
7 ୭ ଡଙ୍ଗାଇ ମାଚ୍ ବର୍ତି କଲାଇଜେ ସେ ଦୁଇଟା ଡଙ୍ଗା ବୁଡ୍ଲା ପାରା ଅଇଗାଲା ।
I skinęli na towarzysze, którzy byli w drugiej łodzi, aby przybywszy ratowali ich; i przybyli i napełnili obie łodzi, aż się zanurzały.
8 ୮ ଏଟା ଦେକି ସିମନ୍ ପିତର୍ ଜିସୁର୍ ପାଦେ ମାଣ୍ଡିକୁଟା ଦେଇ ଜୁଆର୍ କରି କଇଲା, “ମର୍ଟାନେଅନି ଜାଆ ମାପ୍ରୁ, କାଇକେବଇଲେ ମୁଇ ଗଟେକ୍ ପାପି ମୁନୁସ୍ ।”
Co widząc Szymon Piotr, przypadł do kolan Jezusowych, mówiąc: Wynijdź ode mnie; bom jest człowiek grzeszny, Panie!
9 ୯ କାଇକେବଇଲେ ତେଇ ସେମନ୍ ଏତେକ୍ ମାଚ୍ ଦାରିରଇଲାଇଜେ, ସେଟା ଦେକି ସିମନର୍ ସଙ୍ଗାରିମନ୍ କାବାଅଇଗାଲାଇ ।
Albowiem go był strach ogarnął, i wszystkie, co z nim byli, z onego obłowu ryb, które byli zagarnęli.
10 ୧୦ ଆରି ଜେବଦିର୍ ଦୁଇଟା ପ ଜାକୁବ୍ ଆରି ଜଅନ୍ ଜନ୍ଲକ୍ମନ୍ ସିମନର୍ ସଙ୍ଗାରି ରଇଲାଇ, ସେମନ୍ ମିସା ସେନ୍ତାରିସେ କାବା ଅଇଗାଲାଇ । ଆରି ଜିସୁ ସିମନ୍କେ କଇଲା, “ଡରାନାଇ, ଆଜିଅନି ତମେ ମାଚ୍ ନ ଦାରି, ଲକ୍ମନ୍କେ ମର୍ଟାନେ ଆନ୍ସା ।”
Także i Jakóba i Jana, syny Zebedeuszowe, którzy byli towarzysze Szymonowi. I rzekł Jezus do Szymona: Nie bój się; od tego czasu ludzi łowić będziesz.
11 ୧୧ ତେଇ ସେମନ୍ ସବୁ ତାକର୍ ଡଙ୍ଗା କଣ୍ଡି ଆନି ଚାଡିଦେଇକରି ଜିସୁର୍ ପଚେ ପଚେ ଗାଲାଇ ।
A oni wyciągnąwszy łódź na brzeg, wszystko opuściwszy, poszli za nim.
12 ୧୨ ତରେକ୍ ଜିସୁ ଗଟେକ୍ ନଅରେ ରଇଲାବେଲେ ଗଟେକ୍ ଗୁଲାଇ ଗାଗଡେ ବଡ୍ରଗ୍ ଅଇରଇବା ଲକ୍ ତେଇ ରଇଲା । ସେ ଡାଣ୍ଡାସନ୍ ପଡି ମୁ ବୁଏଁ ଚିଆଇ ଜିସୁକେ ବାବୁଜିଆ କରି କଇଲା, “ଏ ମାପ୍ରୁ, ତମେ ଜଦି ମନ୍କଲୁସ୍ନି ବଇଲେ, ମକେ ନିକ କରିପାରୁସ୍ ।”
I stało się, gdy był w niektórem mieście, że oto był tam mąż pełen trądu, który ujrzawszy Jezusa, padł na twarz, i prosił go, mówiąc: Panie! jeźli chcesz, możesz mię oczyścić.
13 ୧୩ ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କରି କଇଲା, “ମୁଇ ମନ୍ କଲିନି, ତୁଇ ସୁକଲ୍ ଅ ।” ଦାପ୍ରେସେ ତାର୍ ବଡ୍ ରଗ୍ ଚାଡିଗାଲା ।
Tedy wyciągnąwszy Jezus rękę, dotknął się go, mówiąc: Chcę, bądź oczyszczony; i zaraz odszedł trąd od niego.
14 ୧୪ ଆରି ଜିସୁ ତାକେ ଆଦେସ୍ ଦେଇ କଇଲା, “ଏ କାତା କାକେ କ ନାଇ । ମାତର୍ ପୁଜାରିର୍ ଲଗେ ଜା ଆରି ସେ ତକେ ପରିକା କରି ଦେକ । ତୁଇ, ‘ନିକ ଅଇଲିଆଚି’ ବଲି ବିନ୍ ଲକର୍ ଟାନେ ସାକିଦେବାକେ ମସାର୍ ଆଦେସ୍ ଇସାବେ ବିରୁ ଦେସ୍ ।”
I przykazał mu, aby tego nikomu nie powiadał: ale rzekł: Idź, a ukaż się kapłanowi, i ofiaruj za oczyszczenie twoje, tak jako rozkazał Mojżesz, na świadectwo przeciwko nim.
15 ୧୫ ମାତର୍ ଜିସୁର୍ କବର୍ ଗୁଲାଇ ଚାରିବେଡ୍ତିର୍ଲକ୍ ଜାନ୍ଲାଇ । ତାର୍ କାତା ସୁନ୍ବାପାଇ ଆରି ନିଜର୍ ନିଜର୍ ରଗେଅନି ନିକ ଅଉଁବଲି ଗାଦି ଲକ୍ମନ୍ ଟୁଲ୍ଅଇବାର୍ ଦାର୍ଲାଇ ।
I rozchodziła się tem więcej powieść o nim; i schodziły się mnóstwa wielkie, aby go słuchały i uzdrowieni byli od niego od niemocy swoich.
16 ୧୬ ମାତର୍ ଜିସୁ କିନରା ଜାଗାମନ୍କେ ଜାଇ ପାର୍ତନା କର୍ତେରଇଲା ।
Ale on odchodził na pustynią, i modlił się.
17 ୧୭ ଦିନେକ୍ ଜିସୁ ସିକିଆ ଦେଇତେରଇଲା । ତେଇ ଗାଲିଲିର୍ ସବୁ ଗାଏଁଅନି, ଜିଉଦା ଆରି ଜିରୁସାଲମେଅନି ଆସିରଇବା ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତେଇ ବସିରଇଲାଇ । ଆରି ରଗିମନ୍କେ ନିକ କର୍ବାକେ ମାପ୍ରୁର୍ ବପୁ, ଜିସୁକେ ରଇଲା ।
I stało się dnia niektórego, że on nauczał, a siedzieli też tam i Faryzeuszowie i nauczyciele Zakonu, którzy się byli zeszli ze wszystkich miasteczek Galilejskich i Judzkich, i z Jeruzalemu; a moc Pańska przytomna była uzdrawianiu ich.
18 ୧୮ ଆରି ଏଦେ ଦେକା! ଗଟେକ୍ ଚେରେଙ୍ଗ୍ବାତ୍ ଦାର୍ଲା ମୁନୁସ୍କେ, କେତେଲକ୍ କଟ୍ ମିସ୍ତେ ବଇଆନିକରି, ଗର୍ ବିତ୍ରେ ନେଇ ଜିସୁର୍ ମୁଆଟେ ସଙ୍ଗଉବଲି, ଚେସ୍ଟା କରତେରଇଲାଇ ।
A oto mężowie nieśli na łożu człowieka powietrzem ruszonego, i szukali, jakoby go wnieść i postawić przed nim.
19 ୧୯ ମାତର୍ ଚିପାଟେଲାର୍ଲାଗି, ତାକେ ବିତ୍ରେ ନେବାକେ ବାଟ୍ ମିଲେନାଇ । ଏଦେ ଦେକା! ସେମନ୍ ରଗିକେ ଗର୍ ଉପ୍ରେ ଚଗାଇ ଚାଉନି ଉଜାଡି, କଟ୍ ମିସ୍ତେ ଲକ୍ମନର୍ ମଜାଇ ଜିସୁର୍ ମୁଆଟେ ଉତ୍ରାଇଦେଲାଇ ।
A gdy nie znaleźli, którędy by go wnieśli, dla ciżby, wstąpiwszy na dach, przez posowę spuścili go łożem w pośrodek przed Jezusa.
20 ୨୦ ଜିସୁ ସେମନର୍ ବିସ୍ବାସ୍ ଦେକି କଇଲା, “ଏ ବାବୁ, ତମର୍ ସବୁ ପାପ୍ କେମା ଅଇଗାଲାବେ ।”
Który ujrzawszy wiarę ich, rzekł mu: Człowiecze! odpuszczone są tobie grzechy twoje.
21 ୨୧ ସାସ୍ତର୍ ସିକାଇବା ଲକ୍ମନ୍ ଆରି ପାରୁସି ଲକ୍ମନ୍ ମନେ ମନେ କୁଆବଲା ଅଇ, ଏନ୍ତି କଇବାର୍ ଦାର୍ଲାଇ, “ଏ କେ ଜେ ପର୍ମେସରର୍ ନିନ୍ଦାକଲାନି? ପର୍ମେସର୍କେ ଚାଡି ଆରି କେ ପାପ୍ କେମା କରିପାର୍ସି?”
Tedy poczęli myślić nauczeni w Piśmie i Faryzeuszowie, mówiąc: Któż to jest, co mówi bluźnierstwa? Któż może odpuszczać grzechy, tylko sam Bóg.
22 ୨୨ ତେଇ ସେମନ୍ ମନେ ମନେ କୁଆବଲା ଅଇବାଟା ଜାନିକରି ସେମନ୍କେ ଜିସୁ କଇଲା, “ତମେ କାଇକେ ସବୁଲକ୍ ନିଜର୍ ମନେ ମନେ ଏନ୍ତାରି କୁଆବଲା ଅଇଲାସ୍ନି?
Ale Jezus poznawszy myśli ich, odpowiadając rzekł do nich: Cóż myślicie w sercach waszych?
23 ୨୩ କାଇଟା ଉପାସ୍ କାତା? ତର୍ ସବୁ ପାପ୍ କେମା ଅଇଗାଲା ବଲି କଇବାଟା, କି ଉଟିକରି ଇଣ୍ଡି ଜା ବଲି କଇବାଟା?
Cóż jest łatwiejszego, rzec: Odpuszczone są tobie grzechy twoje, czyli rzec: Wstań a chodź?
24 ୨୪ ମାତର୍ ପୁର୍ତିବିର୍ ସବୁ ପାପ୍ କେମା କର୍ବାକେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମର୍ ଅଦିକାର୍ଆଚେ ।” ଏଟା ତମେ ଜେନ୍ତି ଜାନିପାରାସ୍ । ଏଟାର୍ପାଇ ଜିସୁ ଚେରେଙ୍ଗ୍ବାତ୍ ଦାର୍ଲା ରଗିକେ କଇଲା, “ମୁଇ ତକେ କଇଲିନି, ଉଟ୍ ନିଜର୍ ବିଚ୍ନା ଦାରି ଗରେ ଜା ।”
Ale iżbyście wiedzieli, że Syn człowieczy ma moc na ziemi odpuszczać grzechy, (rzekł powietrzem ruszonemu: ) Tobie mówię: Wstań, a wziąwszy na się łoże swoje, idź do domu twego.
25 ୨୫ ସେଦାପ୍ରେ ଚେରେଙ୍ଗ୍ ଦାର୍ଲା ଲକ୍ ସବୁଲକର୍ ଦେକ୍ତେ ଉଟିକରି ଜନ୍ କଟେ ସଇରଇଲା, ସେଟା ବଇ ପର୍ମେସରର୍ ମଇମା କରି କରି ତାର୍ ଗରେ ଉଟିଗାଲା ।
A on zarazem wstawszy przed nimi, wziąwszy na się to, na czem leżał, szedł do domu swego, wielbiąc Boga.
26 ୨୬ ତେଇ ରଇଲା ସବୁଲକ୍ କାବା ଅଇଜାଇକରି ପର୍ମେସରର୍ ମଇମା କର୍ବାର୍ ଦାର୍ଲାଇ ଆରି ମାପ୍ରୁର୍ ଚକିତ୍ କାମ୍ ଦେକି, “ଆଜି ଆମେ କେବେ ନ ଅଇଲାଟା ଦେକ୍ଲୁ!” ବଲି କଇଲାଇ ।
I zdumieli się wszyscy, i chwalili Boga, i napełnieni byli bojaźnią, mówiąc: Widzieliśmy dziś dziwne rzeczy.
27 ୨୭ ତାର୍ପଚେ ଜିସୁ ବାରଇଜାଇ ଲେବି ନାଉଁର୍ ଗଟେକ୍ ସିସ୍ତୁମାଙ୍ଗୁ, ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟାନେ ବସିରଇବାଟା ଦେକି, ତାକେ କଇଲା, “ମର୍ସଙ୍ଗ୍ ଆଉ ।”
A potem wyszedł i ujrzał celnika, imieniem Lewiego, siedzącego na cle, i rzekł mu: Pójdź za mną.
28 ୨୮ ତେଇ ଲେବି ସବୁଜାକ ଚାଡିଦେଇ ଉଟିକରି ଜିସୁର୍ ସଙ୍ଗ୍ ଜିବାର୍ଦାର୍ଲା ।
I opuścił wszystko, a wstawszy, szedł za nim.
29 ୨୯ ଆରି ଲେବି ଜିସୁର୍ପାଇ ନିଜର୍ ଗରେ, ଗଟେକ୍ ବଡ୍ ବଜିକଲା । ତେଇ ସିସ୍ତୁମାଙ୍ଗୁମନ୍, ଅଦିକ୍ ଲକ୍ ଆରି ବିନ୍ ବିନ୍ ଲକ୍ମନର୍ ସଙ୍ଗ୍ ସେ କାଇବାକେ ବସ୍ଲା ।
I sprawił mu lewi ucztę wielką w domu swoim; a było wielkie zgromadzenie celników i innych, którzy z nim za stołem siedzieli.
30 ୩୦ ତେଇ ପାରୁସିମନ୍ ଆରି ତାକର୍ ଦଲର୍ ସାସ୍ତର୍ ସିକାଉମନ୍ ଜିସୁର୍ ମୁଆଟେ ତାର୍ ସିସ୍ମନ୍କେ ଦସ୍ ଦେକାଇ କଇଲାଇ, “ତମେ କାଇକେ ସିସ୍ତୁମାଙ୍ଗୁମନର୍ ସଙ୍ଗ୍ ଆରି ପାପିମନର୍ ସଙ୍ଗ୍ ମିସି କିଆ ପିଆ କଲାସ୍ନି?”
Tedy szemrali nauczeni w Piśmie i Faryzeuszowie, mówiąc do uczniów jego: Przecz z celnikami i z grzesznikami jecie i pijecie?
31 ୩୧ ଜିସୁ ସେମନ୍କେ କଇଲା, “ଜାକେ ଦୁକାଦାରି ରଇସି, ସେସେ ଅସ କାଇସି, ଜାକେ ଦୁକା ଦାରେ ନାଇ ତାକେ ଅସ ଲଡାନାଇ ।
A Jezus odpowiadając, rzekł do nich: Nie potrzebująć zdrowi lekarza, ale ci, co się źle mają;
32 ୩୨ ମୁଇ ଦରମ୍ ଲକ୍ବଲି ନିଜ୍କେ ବାବ୍ବା ଲକ୍ମନର୍ ପାଇ ଆସିନାଇ, ମାତର୍ ପାପି ଲକ୍ମନ୍କେ ପାପେଅନି ମନ୍ ବାଦ୍ଲାଇବାକେ ଆଇଲିଆଚି ।”
Nie przyszedłem, wzywać sprawiedliwych, ale grzesznych do pokuty.
33 ୩୩ କେତେକ୍ ଲକ୍ ଜିସୁକେ ପାଚାର୍ଲାଇ, “ଡୁବନ୍ ଦେଉ ଜଅନର୍ ସିସ୍ମନ୍ ତର୍କେତର୍ ଉପାସ୍ କରି ପାର୍ତନା କର୍ବାଇ । ପାରୁସିମନର୍ ସିସ୍ମନ୍ ମିସା ସେନ୍ତାରି ସେ କର୍ବାଇ । ମାତର୍ ତମର୍ ସିସ୍ମନ୍ କିଆ ପିଆ କର୍ବାଇ ।”
A oni mu rzekli: Przecz uczniowie Janowi często poszczą i modlą się, także i Faryzejscy, a twoi jedzą i piją?
34 ୩୪ ଜିସୁ ସେମନ୍କେ କଇଲା, “ବର୍ବାଟର୍ ଲକ୍ମନର୍ସଙ୍ଗ୍ ବର୍ ରଇଲାବେଲେ, ତମେ କାଇ ସେମନ୍କେ ଉପାସ୍ କରାଇପାରାସ୍? ନାଇ, ନାପାରାସ୍ ।
A on im rzekł: Izali możecie uczynić, żeby synowie łożnicy małżeńskiej pościli, póki z nimi jest oblubieniec?
35 ୩୫ ମାତର୍ ବେଲା ଆଇସି, ଜେଡେବେଲେ ତାକର୍ଟାନେଅନି ବର୍କେ ଡାକିଦାରିଜିବାଇ, ସେଡ୍କିବେଲେ ସେମନ୍ ଉପାସ୍ କଇବାଇ ।”
Lecz przyjdą dni, gdy oblubieniec odjęty będzie od nich; tedy w one dni pościć będą.
36 ୩୬ ଜିସୁ ସେମନ୍କେ ଆରି ଗଟେକ୍ ଉଦାଅରନ୍ ଦେଇ କଇଲା, “କେ ମିସା ପୁର୍ନା ଲୁଗା ପାଟିରଇଲାଟାନେ ନୁଆଲୁଗା ଚିରି ଚାପ୍ ନ ଦେଅତ୍, ଚାପ୍ ଦେଲେ ନୁଆଟା ମିସା ନସିଜାଇସି, ନୁଆ ଲୁଗାର୍ ଚାପ୍ ପୁର୍ନାଟାନେ ନ ମିସେ ।
Powiedział im też podobieństwo: Iż żaden łaty z szaty nowej nie przyprawia do szaty wiotchej; bo inaczej to, co jest nowego, drze wiotche, a do wiotchego nie zgadza się łata z nowego.
37 ୩୭ ବେସି ଦିନର୍ ପୁର୍ନା ଗାଗ୍ରିଟାନେ କେ ମିସା ଏବେ ଉତ୍ରାଇଲା ମଦ୍ ନ ରକଅତ୍, ତେଇ ଜଦି ସେ ମଦ୍ ରକଇ ଡାବିଦେଲେ, ଗାଗ୍ରି ପୁଟିକରି ପଡାଅଇଜାଇସି ।
I nikt nie leje wina nowego w stare statki; bo inaczej wino młode rozsadzi statki, i samo wyciecze, i statki się popsują.
38 ୩୮ ତେବେ ମଦ୍ ଉତ୍ରାଇଲା ଦାପ୍ରେ ନୁଆ ଗାଗ୍ରିଟାନେ ରକଇ ସଙ୍ଗଇବାର୍ଆଚେ ।
Ale młode wino ma być wlewane w statki nowe; a tak oboje bywają zachowane.
39 ୩୯ ଆରି କେ ମିସା ପୁର୍ନା ମଦ୍ କାଇକରି ଏବେ ଉତ୍ରାଇଲା ମଦ୍ କାଇବାକେ ମନ୍ ନ କରତ୍, କାଇକେବଇଲେ, ସେ ବାସିଟା ଆକା ନିକ ବଲି କଇସି ।”
A nikt, kto się napił starego, nie zaraz chce młodego; ale mówi: Lepsze jest stare.