< ଲୁକ୍ 8 >
1 ୧ ତେଇଅନି ଚନେକ୍ ଗାଲାପଚେ, ଜିସୁ ନଅରେ ନଅରେ ଆରି ଗାଏଁ ଗାଏଁ ପର୍ମେସରର୍ ରାଇଜର୍ ସୁବ୍କବର୍ କଇ ବୁଲ୍ବାର୍ ଦାର୍ଲା, ଆରି ବାରଟା ସିସ୍ମନ୍ ତାର୍ ସଙ୍ଗ୍ ରଇଲାଇ ।
And it fortuned after that that he him sylfe went throughout cities and tounes preachynge and shewinge ye kyngdom of God and the twelve with him.
2 ୨ ଜନ୍ ମାଇଜିମନ୍ ଡୁମାଦାର୍ଲା ଟାନେଅନି ଆରି ଜର୍ଦୁକା ଟାନେଅନି ନିକ ଅଇରଇଲାଇ, ସେମନ୍ ମିସା ତାର୍ ସଙ୍ଗ୍ ରଇଲାଇ । ମାଇଜିମନର୍ ବିତ୍ରେ ଅନି ମରିୟମ୍ ଜାକେ କି ମଗ୍ଦଲିନି ମରିୟମ୍ ବଲି କଇବାଇ । ଜାର୍ଟାନେଅନି ସାତ୍ଟା ଡୁମା ବାରଇ ଜାଇରଇଲାଇ ।
And also certayne wemen which wer healed of evell spretes and infirmities: Mary called Magdalen out of whom went seven devyls
3 ୩ ଏରଦ୍ ରାଜାର୍ ଗୁମସ୍ତା କୁଜାର୍ ମାଇଜି ଜଆନା, ସସନା, ଆରି କେତେକ୍ କେତେକ୍ ମାଇଜିମନ୍, ଜିସୁର୍ ସଙ୍ଗ୍ ରଇ ନିଜର୍ ନିଜର୍ ଦନ୍ ସାରାଇ ତାକେ ସେବା କର୍ତେରଇଲାଇ ।
and Ioanna ye wyfe of Chusa Herodees stewarde and Susanna and many other: which ministred vnto the of their substaunce.
4 ୪ ଜେଡେବେଲେ ଲକ୍ମନ୍ ଗଟେକ୍ ଜାଗାଇ ଟୁଲ୍ଅଇଲାଇ, ଆରି ନଅରେ ନଅରେ ଅନି ତାର୍ଲଗେ ଆଇଲାଇଜେ ଜିସୁ ଏନ୍ତି ଉଦାଅରନ୍ ଦେଇ କଇଲା,
When moch people were gadred to gether and were come to him out of all cities he spake by a similitude.
5 ୫ “ଗଟେକ୍ ଚାସି ତାର୍ ବିଅନ୍ ବୁନ୍ବାକେ ବାରଇଲା । ସେ ବୁନୁ ବୁନୁ କେତେଟା ବିଅନ୍ ବାଟେ ଅଦର୍ଲା । ଲକ୍ମନ୍ ସେଟା ମାଣ୍ଡ୍ଚୁଣ୍ଡ କରିଦେଲାଇ ଆରି ଚଡଇମନ୍ ଆସି କାଇଦେଲାଇ ।
A sower went out to sowe his seede: and as he sowed some fell by the waye syde and it was troden vnder fete and the foules of the ayre devoured it vp.
6 ୬ କେତେଟା ପାକ୍ନା ବାଡି ରଇଲା ବୁଏଁ ଅଦର୍ଲା, ସେଟା ଆଁକ୍ରି ଗାଜା ଅଇଲା, ମାତର୍ ମାଟି ନ ବିଜିରଇଲାଜେ ସୁକିଗାଲା ।
And some fell on ston and assone as it was spronge vp it widdred awaye because it lacked moystnes.
7 ୭ କେତେଟା କାଟାବୁଟାମନର୍ ମଜାଇ ଅଦର୍ଲା । କାଟାବୁଟାମନ୍ ଦାପ୍ରେ ବଡିକରି ଆଁକର୍ଲାଟାମନ୍କେ ଚାପିଦେଲା ।
And some fell amonge thornes and ye thornes spronge vp with it and choked it.
8 ୮ ଆରି ବାକି କେତେଟା ନିକ ଜମିଟାନେ ଅଦର୍ଲା ଆରି ସଏ ଗୁନ୍ ପଲ୍ ପଲ୍ଲା ।” ଏଟା କଇସାରାଇ ଜିସୁ ଆଉଲିଅଇକରି କଇଲା, “ଜାକେ ସୁନ୍ଲାପାରା କାନ୍ ଆଚେ, ସେ ସୁନ ।”
And some fell on good grounde and sproge vp and bare frute an hondred foolde. And as he sayde these thinges he cryed: He that hath eares to heare let him heare.
9 ୯ ତାର୍ ସିସ୍ମନ୍ ଏ ଉଦାଅରନ୍ ଦେଇରଇବାଟା କାଇଟା ଅଇରଇସି ବଲି ତାକେ ପାଚାର୍ବାର୍ ଦାର୍ଲାଇ ।
And his disciples axed him sayinge: what maner similitude is this?
10 ୧୦ ତେଇ ଜିସୁ ସେମନ୍କେ କଇଲା, “ପର୍ମେସରର୍ ରାଇଜର୍ ଟିକିନିକି ବିସଇ ଜାନତ୍ ବଲି ତମ୍କେ ଗିଆନ୍ ଦିଆଅଇଲାଆଚେ, ମାତର୍ ବିନ୍ଲକ୍ମନ୍କେ ଉଦାଅରନ୍ ଦେଇ କଇଅଇସି, ଜେନ୍ତାରିକି ସେମନ୍ ଦେକି ଦେକି ନ ଦେକତ୍ କି ସୁନି ସୁନି ମିସା ନ ବୁଜତ୍ ।”
And he sayde: vnto you is it geven to knowe the secretes of the kyngdom of God: but to other in similitudes that when they se they shuld not se: and when they heare they shuld not vnderstonde.
11 ୧୧ “ଉଦାଅରନର୍ କାତା ଏନ୍ତାରି, ବିଅନ୍ ଅଇଲାନି ପର୍ମେସରର୍ ବାକିଅ ।
The similitude is this. The seede is ye worde of God.
12 ୧୨ ବାଟ୍ଲଗେ ଅଦର୍ଲା ବିଅନ୍, ଏନ୍ତାରି ଲକ୍ମନର୍ପାରା, ଜେମନ୍ ବାକିଅ ସୁନ୍ବାଇ । ତାର୍ପଚେ ସଇତାନ୍ ଆସି, ଜେନ୍ତିକି ସେମନ୍ ବିସ୍ବାସ୍ କରି ରକିଆ ନ ପାଅତ୍, ସେ ଲକ୍ମନର୍ ମନ୍ବିତ୍ରେଅନି ବାକିଅ ଜିକିନେଇସି ।
Thoose yt are besyde the waye are they that heare and afterwarde cometh ye devyll and taketh awaye the worde out of their hertes lest they shuld beleve and be saved.
13 ୧୩ ପାକ୍ନାବାଡି ବୁଏଁ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ସେମନ୍ ବାକିଅ ସୁନି ସାର୍ଦାସଙ୍ଗ୍ ମାନ୍ବାଇ, ମାତର୍ ସେମନ୍କେ ଚେର୍ ନ ରଇଲାର୍ପାଇ ବଲି ଚନେକ୍ ବିସ୍ବାସ୍ କର୍ବାଇ ଆରି କାଇଆଲେ ପରିକା ବେଲାଇ ବିସ୍ବାସ୍ ଚାଡିଦେବାଇ ।
They on the stonnes are they which when they heare receave the worde with ioye. But these have noo rootes which for a whyle beleve and in tyme of temtacio goo awaye.
14 ୧୪ ଆରି କାଟାବୁଟାମନର୍ ମଜାଇ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ଜନ୍ଲକ୍ମନ୍ ବାକିଅ ସୁନ୍ବାଇ, ମାତର୍ ଜଗତର୍ ଚିନ୍ତା, ଦନ୍ ସଁପତିର୍ ଚିନ୍ତା କରି କରି ଚାପିଅଇଜିବାଇ । ତେଇ ନିକ ଦାନ୍ ନ ଅଏ ।
And yt which fell amonge thornes are they which heare and goo forth and are choked wt cares and wt riches and volupteous lyvinge and bringe forth noo frute.
15 ୧୫ ଆରି ନିମାନ୍ ବୁଏଁ ଅଦର୍ଲା, ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ଜନ୍ ଲକ୍ମନ୍ କି ନିମାନ୍ ଆରି ଦରମ୍ ମନେ ବାକିଅ ସୁନିକରି ସେଟା ଡାଟ୍ ସଙ୍ଗ୍ ଦାରି ସଙ୍ଗଇବାଇ ଆରି ଜାଗିରଇକରି ପଲ୍ପଲ୍ବାଇ ।”
That in ye good grounde are they which with a good and pure hert heare the worde and kepe it and bringe forth frute with pacience.
16 ୧୬ “ବତି ଡସାଇ କରି କେ ମିସା ଡାଲାଡାବି ନ ସଙ୍ଗଅତ୍ । କି କଟ୍ ତଲେ ନ ସଙ୍ଗଅତ୍ । ମାତର୍ ବତି କୁଦ୍ରା ଉପ୍ରେ ସଙ୍ଗଇବାଇ । ଜେନ୍ତାରିକି ଆଇଲା ଲକ୍ମନ୍ ଉଜଲ୍ ଦେକିପାରତ୍ ।”
No man lyghteth a candell and covereth it vnder a vessell nether putteth it vnder ye table: but setteth it on a candelsticke that they that enter in maye se ye lyght.
17 ୧୭ “କାଇକେବଇଲେ, ଏନ୍ତାରି ଲୁଚିରଇବା ବିସଇ କାଇଟା ନାଇ, ଜନ୍ଟା ଜାନା ନ ପଡେ । ଡାବିଅଇରଇବା ବିସଇ କାଇଟା ନାଇ ଜନ୍ଟା ଉଗାଡି ନଏଁ ।”
No thinge is in secret yt shall not come abroode: Nether eny thinge hyd that shall not be knowen and come to lyght.
18 ୧୮ “ସେଟାର୍ ପାଇ, ଜେନ୍ତାରି ସୁନ୍ସା, ସେ ବିସଇ ନେଇକରି ଜାଗ୍ରତ୍ ରୁଆ । କାଇକେବଇଲେ ଜାକେ ଆଚେ ତାକେ ଅଦିକ୍ ଦିଆଅଇସି । ଆରି ଜାକେ ନାଇ, ସେ ଜେତ୍କି ନିଜର୍ଟା ଆଚେ ବଲି ବାବ୍ସି, ସେ ଅଲପ୍ଟା ମିସା ତାର୍ଟାନେଅନି ନିଆଅଇସି ।”
Take hede therfore how ye heare. For whosoever hath to him shalbe geve: And whosoever hath not fro him shalbe take even that same which he supposeth that he hath.
19 ୧୯ ଜିସୁର୍ ମାଆ ଆରି ବାଇମନ୍ ତାର୍ ଲଗେ ଆଇଲାଇ । ମାତର୍ ଲକ୍ମନ୍ ଜବର୍ ରଇଲାଇକେ ତାର୍ ସଙ୍ଗ୍ ମିସିନାପାର୍ତେ ରଇଲାଇ ।
Then came to him his mother and his brethren and coulde not come at him for prease.
20 ୨୦ ତେଇ ଜିସୁକେ ଏ କବର୍ ଦେଲାଇ, “ତମର୍ ମାଆ ଆରି ବାଇମନ୍ ତକେ ଦେକ୍ବାକେ ମନ୍କରି ବାଇରେ ଟିଆଅଇଲାଇ ଆଚତ୍ ।”
And they tolde him sayinge: Thy mother and thy brethren stonde with out and wolde se the.
21 ୨୧ ମାତର୍ ଜିସୁ ଲକ୍ମନ୍କେ କଇଲା, “ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ମାନ୍ବାଇ ସେମନ୍ ମର୍ ମାଆ ଆରି ବାଇମନ୍ ।”
He answered and sayd vnto them: my mother and my brethren are these which heare the worde of God and do it.
22 ୨୨ ଦିନେକ୍ ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଡଙ୍ଗାଇ ଚଗ୍ଲାଇ, ଆରି ସେ ସିସ୍ମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।” ତେଇ ସେମନ୍ ଡଙ୍ଗା ମେଲ୍ଲାଇ ।
And it chaunsed on a certayne daye that he went into a shippe and his disciples also and he sayde vnto them: Let vs goo over vnto the other syde of the lake. And they Lanched forthe.
23 ୨୩ ମାତର୍ ଡଙ୍ଗାଗାଟି ଗାଲାବେଲେ ଜିସୁ ସଇଦେଲା । ସେଡ୍କିବେଲେ ଗାଡେ ଅଟାତ୍ ବାଉପବନ୍ ଆଇଲା ଆରି ଡଙ୍ଗାଇ ପାନିପୁରି ବର୍ତି ଅଇବାର୍ ଦାର୍ଲା । ସେମନ୍ ବଡ୍ ବିପଦେ ପଡିଗାଲାଇ ।
And as they sayled he fell a slepe and there arose a storme of wynde in ye lake and they were fylled with water and were in ieopardy.
24 ୨୪ ତେଇ ସିସ୍ମନ୍ ଜିସୁର୍ଲଗେ ଆସି ତାକେ ଉଟାଇ କଇଲା “ଏ ଗୁରୁ, ଏ ଗୁରୁ, ଆମେ ମରିଜିବୁବେ!” ତେଇ ଜିସୁ ଉଟିକରି ପବନ୍ ଆରି ବଡ୍ ଲଅଡିକେ ଦମ୍କାଇଲା, ଆରି ସେଟା ସବୁ ଚିମ୍ରାଇଅଇ ତବିର୍ ଅଇଲା ।
And they went to him and awoke him sayinge: Master Master we are loost. Then he arose and rebuked the wynde and the tempest of water and they ceased and it wexed calme.
25 ୨୫ ସେ ସିସ୍ମନ୍କେ କଇଲା, “ତମର୍ ବିସ୍ବାସ୍ କେନେ ଅଇଲା?” ମାତର୍ ସେମନ୍ ଡରିକରି କାବାଅଇ ନିଜେ ନିଜେ କଇବାର୍ ଦାର୍ଲାଇ । “ତେବେ ଏ କେ ଜେ ପବନ୍ ଆରି ପାନିକେ ମିସା ଆଦେସ୍ ଦେଲା ଦାପ୍ରେ, ସେଟା ସବୁ ତାର୍ ଆଦେସ୍ ମାନ୍ବାଇ ।”
And he sayd vnto the: where is youre faith? They feared and wondred sayinge one to another: what felowe is this? for he comaundeth bothe the wyndes and water and they obey him?
26 ୨୬ ପଚେ ଜିସୁ ଆରି ତାର୍ ସିସ୍ମନ୍ ଗାଲିଲି ମୁଆଟର୍ ସେପାଟେ ଗରାସିୟମନର୍ ଜାଗାଇ କେଟ୍ଲାଇ ।
And they sayled vnto the region of ye Gaderenites which is over agaynst Galile.
27 ୨୭ ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ, ସେ ନଅରର୍ ଗଟେକ୍ ଡୁମାଦାର୍ଲା ଲକ୍ ତାକେ ବେଟ୍ଅଇଲା । ସେ ବେସି ଦିନେଅନି କାଇଟା ନ ପିନ୍ଦିକରି ଗରେ ନ ରଇ, ମସ୍ନେ ରଇତେ ରଇଲା ।
And as he went out to londe ther met him a certayne man out of ye cite which had a devyll longe tyme and ware noo clothes nether aboode in eny housse: but amonge graves.
28 ୨୮ ସେ ଜିସୁକେ ଦେକି କିର୍କିରି ତାର୍ ପାଦେ ଅଦ୍ରି, ଆଉଲିଅଇ କଇଲା, “ଏ ବେସି ବପୁର୍ସଙ୍ଗ୍ ରଇବା ପର୍ମେସରର୍ ପଅ ଜିସୁ, ମର୍ ଲଗେ ତମର୍ କାଇ କାମ୍ ଆଚେ? ମୁଇ ତମ୍କେ ବାବୁଜିଆ କରି କଇଲିନି, ମକେ କସ୍ଟ ନ ଦିଆ ।”
When he sawe Iesus he cryed and fell doune before him and with a loude voyce sayde: What have I to do with the Iesus the sonne of the God moost hyest? I beseche the torment me not.
29 ୨୯ କାଇକେ ବଇଲେ ଜିସୁ ଡୁମାକେ ସେ ମୁନୁସର୍ ଟାନେଅନି ବାରଇଜାଅ ବଲି ଆଦେସ୍ ଦେଇରଇଲା । ସେ ଡୁମା ସେଲକ୍କେ ଦାରିଲାଗିରଇଲା, ଆରି ଲକ୍ମନ୍ ତାକେ ସିକିଲି ସଙ୍ଗ୍ ବାନ୍ଦି ଜାଗ୍ତେ ରଇଲାଇ । ମାତର୍ ସେ ବାନ୍ଦ୍ଲାଟା ସବୁ ଚିଡାଇ ପାକାଇତେରଇଲା ଆରି ଡୁମା ତାକେ କିନରା ଜାଗାମନ୍କେ ଦାରିଜାଇତେରଇଲା ।
Then he comaunded ye foule sprete to come out of the man. For ofte tymes he caught him and he was bounde with chaynes and kept with fetters: and he brake the bondes and was caryed of the fende into wyldernes.
30 ୩୦ ଜିସୁ ତାକେ ପାଚାର୍ଲା, “ତର୍ ନାଉଁ କାଇ ନାଉଁ?” ସେ କଇଲା, ବାଇନି, କାଇକେ ବଇଲେ ତାକେ ଗାଦା ଡୁମାମନ୍ ଦାରି ରଇଲାଇ ।
And Iesus axed him sayinge: what is thy name? And he sayde: Legion because many devyls were entred into him.
31 ୩୧ ଆରି ଜିସୁ ଜେନ୍ତିକି ସେମନ୍କେ ପାତାଲେ ଜିବାକେ ଆଦେସ୍ ନ ଦେଏ, ଏଟାର୍ ପାଇ ସେମନ୍ ତାକେ ବାବୁଜିଆ କର୍ବାର୍ ଦାର୍ଲାଇ । (Abyssos )
And they besought him yt he wolde not comaunde the to goo out into ye depe. (Abyssos )
32 ୩୨ ତେଇ କୁପ୍ଲି ଲଗେ ଗଟେକ୍ ମାନ୍ଦା ଗୁସ୍ରି ରାସି ଚାର୍ତେ ରଇଲାଇ । ଆରି ସେ ଜେନ୍ତାରି ସେମନ୍କେ ସେ ଗୁସ୍ରି ମାନ୍ଦାର୍ ମଜାଇ ପୁର୍ବାକେ ଆଦେସ୍ ଦେଇସି, ଏଟାର୍ ପାଇ ସେମନ୍ ଜିସୁକେ ବାବୁଜିଆ କଲାଇ ।
And ther was there by an heerde of many swyne fedynge on an hyll: and they besought him yt he wolde soffre the to enter into the. And he soffred the.
33 ୩୩ ଜିସୁ ସେମନ୍କେ ଆଦେସ୍ ଦେଲା ଦାପ୍ରେ ଡୁମାମନ୍ ସେ ମୁନୁସର୍ଟାନେଅନି ବାରଇ ଗୁସ୍ରି ରାସିର୍ ମଜାଇ ପୁର୍ଲାଇ । ପୁର୍ଲାକେ ଗୁସ୍ରି ମାନ୍ଦା ଜବର୍ ପାଲାଇକରି ଗଡ୍ଗଡାବାଟେ ଜାଇ ଗାଡେ ଅଦ୍ରି ମରିଗାଲାଇ ।
Then went the devyls out of the man and entred into the swyne: And the heerd toke their course and ran heedlynge into the lake and were choked.
34 ୩୪ ଗୁସ୍ରି ଚାରାଇତେ ରଇଲା ଲକ୍ମନ୍ ସେ ଗଟ୍ନା ଦେକି ପାଲାଇକରି ନଅରେ ଆରି ଗାଉଁମନ୍କେ ଜାଇ ସେ କାତା ଜାନାଇଲାଇ ।
When the herdmen sawe what had chaunsed they fleed and tolde it in the cite and in the villages.
35 ୩୫ ତେଇ ଲକ୍ମନ୍ ସେ ଗଟ୍ନା ଦେକ୍ବାକେ ବାରଇ ଆଇଲାଇ ଆରି, ସେମନ୍ ଜିସୁର୍ ଲଗେ ଆସି ଜନ୍ ମୁନୁସର୍ ଟାନେଅନି ଡୁମାମନ୍ ବାରଇଲାଇ, ସେ ଲକ୍ ଲୁଗା ପିନ୍ଦି ନିକ ମନର୍ ସଙ୍ଗ୍ ଜିସୁର୍ ପାଦ୍ ତଲେ ବସି ରଇବାଟା ଦେକି ଡରିଗାଲାଇ ।
And they came out to se what was done: and came to Iesus and founde ye man out of who the devyls were departed sittynge at the fete of Iesus clothed and in his right mynde and they were afrayde.
36 ୩୬ ଆରି ଜନ୍ଲକ୍ମନ୍ ଏଟା ସବୁ ଦେକି ରଇଲାଇ, ସେମନ୍ ସେ ଡୁମା ଦାର୍ଲା ଲକ୍ କେନ୍ତାରି ନିକ ଅଇଲା, ସେଟା ବିନ୍ ଲକ୍ମନ୍କେ ଜାନାଇଲାଇ ।
They also wich sawe it tolde the by what meanes he yt was possessed of ye devyll was healed.
37 ୩୭ ତେଇ ଗରାସିୟମନର୍ ଚାରିବେଡ୍ତିର୍ ଜାଗାର୍ ଲକ୍ମନ୍ ଜିସୁକେ ତାକର୍ଟାନେଅନି ଜିବାକେ ଗୁଆରି କଲାଇ । କାଇକେବଇଲେ ସେମନ୍ ବେସି ଡରିଜାଇ ରଇଲାଇ ଆରି, ଜିସୁ ଗଟେକ୍ ଡଙ୍ଗାଇ ବସି ବାଉଡି ଆଇଲା ।
And all the whole multitude of ye cotrye of the Gaderenites besought him yt he wolde departe from the: for they were taken wt greate feare. And he gate him into the shippe and returned backe agayne.
38 ୩୮ ମାତର୍ ଜନ୍ ଲକର୍ଟାନେଅନି ଡୁମାମନ୍ ବାରଇଜାଇ ରଇଲାଇ, ସେ ଜିସୁର୍ ସଙ୍ଗ୍ ରଇବି ବଲି ଗୁଆରି କର୍ବାର୍ଦାର୍ଲା ।
Then the man out of whom the devyls were departed besought him yt he myght be wt him: But Iesus sent him awaye sayinge:
39 ୩୯ ମାତର୍ ସେ ତାକେ କଇକରି ପାଟାଇଲା । “ତର୍ ଗରେ ବାଉଡି ଜା ଆରି ପର୍ମେସର୍ ତର୍ଲାଗି ଜନ୍ ଜନ୍ କାମ୍ କଲାଆଚେ ସେ ସବୁ କଇଦେସ୍ ।” ତେଇ ସେ ଲକ୍ ଇଣ୍ଡିଜାଇ ଜିସୁ ତାର୍ ପାଇ ଜନ୍ ଜନ୍ କାମ୍ କରିରଇଲା, ଗୁଲାଇ ନଅରେ ଜାନାଇବାର୍ ଦାର୍ଲା ।
Goo home agayne into thyne awne housse and shewe what great thinges God hath done to ye. And he went his waye and preached thorow out all the cite what great thinges Iesus had done vnto him.
40 ୪୦ ଜିସୁ ଗାଡ୍ ସେପାଟେ ଅନି ଏ ପାଟେ ଆରିତରେକ୍ ବାଉଡି ଆଇଲା ପଚେ, ଲକ୍ମନ୍ ତାକେ ସାର୍ଦା ସଙ୍ଗ୍ ମାନ୍ଲାଇ । କାଇକେ ବଇଲେ ସେମନ୍ ତାକେ ଜାଗି ରଇଲାଇ ।
And it fortuned when Iesus was come agayne that ye people receaved him. For they all wayted for him.
41 ୪୧ ଆରି ଏଦେ ଦେକା! ଜାଇରସ୍ ନାଉଁର୍ ଗଟେକ୍ ଲକ୍ ଆଇଲା । ସେ ଜିଉଦି ଲକ୍ମନର୍ ପାର୍ତନା ଗରର୍ ମୁକିଆ ରଇଲା । ସେ ଜିସୁର୍ ପାଦ୍ ତଲେ ଅଦ୍ରି ତାର୍ ଗରେ ଆଇବାକେ ଗୁଆରି କଲା ।
And beholde ther came a man named Iairus (and he was a ruler of ye synagoge) and he fell doune at Iesus fete and besought him yt he wolde come into his housse
42 ୪୨ କାଇକେ ବଇଲେ ତାଉଁକେ ଗଟେକ୍ସେ ବାର ବରସର୍ ଟକି ରଇଲା ଆରି ସେ ମଲାପାରା ଅଇଜାଇରଇଲା । ମାତର୍ ଜିସୁ ଜାଇତେ ରଇବାବେଲେ ଲକ୍ମନ୍ ତାର୍ ଉପ୍ରେ ମାଣ୍ଡାଚୁଣ୍ଡାଅଇଜାଇତେ ରଇଲାଇ ।
for he had but a doughter only apon a twelve yere of age and she laye a dyinge. And as he went the people thronged him.
43 ୪୩ ସେଡ୍କିବେଲେ ବାର ବରସ୍ ଦାରି ବନି ଜାଇତେ ରଇବା ଗଟେକ୍ ରଗିନି ମାଇଜି ରଇଲା । ନିଜର୍ ସବୁଡାବୁ ସାରାଇକରି ମିସା କାର୍ ଲଗେ ଜାଇ ନିକ ଅଇ ନାପାର୍ଲା ।
And a woman havynge an issue of bloud twelve yeres (which had spent all her substance amonge phisicios nether coulde be holpen of eny)
44 ୪୪ ସେ ପଚ୍ବାଟେଅନି ଆସି ଜିସୁର୍ ଲୁଗା ଜାଲି ଚିଇଲା । ଚିଇଲା ଦାପ୍ରେ ତାର୍ ବନି ଜିବାଟା ତେବ୍ଲା ।
came behinde him and touched the hem of his garmet and immediatly her issue of bloud staunched.
45 ୪୫ ତେଇ ଜିସୁ କଇଲା, “କେ ମକେ ଚିଇଲା?” ମାତର୍ ସବୁ ଲକ୍ ନାଇ ବଲି କଇଲାଇଜେ, ପିତର୍ କଇଲା, “ଏ ଗୁରୁ ଲକ୍ମନ୍ ମାଣ୍ଡାଚୁଣ୍ଡାଅଇ ତମର୍ ଉପ୍ରେ ଡାବିଅଇଆଇଲାଇନି ।”
And Iesus sayde: Who is it that touched me? when every man denyed Peter and they yt were with him sayde: Master the people thrust the and vexe the: and sayest thou who touched me?
46 ୪୬ ମାତର୍ ଜିସୁ କଇଲା, “କେ କି ଗଟେକ୍ ଲକ୍ ମକେ ଚିଇଲା, କାଇକେ ବଇଲେ ମର୍ ବିତ୍ରେଅନି ବପୁ ବାରଇଲା ବଲି ମୁଇ ଜାନ୍ଲି ।”
And Iesus sayd: Some body touched me. For I perceave that vertue is gone out of me.
47 ୪୭ ଜେଡେବଲ୍ ମାଇଜି ଦେକ୍ଲାଜେ ମୁଇ ଲୁଚିନାପାରି, ସେ ତର୍ତରି ତର୍ତରି ଆସି ଜିସୁର୍ ପାଦେ ଅଦ୍ରି, କାଇଟାର୍ ପାଇ ତାକେ ଚିଇଲା, ଆରି କେନ୍ତାରି ଦାପ୍ରେ ନିକ ଅଇଲା, ସେଟା ସବୁ ଲକର୍ ମୁଆଟେ ଜାନାଇଲା ।
When the woman sawe that she was not hid she came trimblynge and fell at is fete and tolde him before all the people for what cause she had touched him and how she was healed immediatly.
48 ୪୮ ତେଇ ଜିସୁ ତାକେ କଇଲା, “ନୁନି ତର୍ ବିସ୍ବାସ୍ ତକେ ନିମାନ୍ କଲାଆଚେ ସାନ୍ତିଅଇ ଉଟିଜା ।”
And he sayde vnto hyr: Doughter be of good comforte Thy faith hath made the hoale goo in peace.
49 ୪୯ ସେ ଏ କାତା କଇବା ବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଆ ଜାଇରସର୍ ଗରେଅନି ଗଟେକ୍ ଲକ୍ ଆସି କଇଲା, “ତମର୍ ଟକି ମରିଗାଲାବେ, ଗୁରୁକେ ଆରି କସ୍ଟ ଦିଆସ୍ ନାଇ ।”
Whyll he yet spake there came one from ye rulers of the synagogis housse which sayde to him: thy doughter is deed disease not the master.
50 ୫୦ ମାତର୍ ଜିସୁ ଏଟା ସୁନି ଜାଇରସ୍କେ କଇଲା, “ଡରାନାଇ ଅବ୍କା ବିସ୍ବାସ୍ କରା, ସେ ବଁଚ୍ସି ।”
When Iesus hearde that He answered the father sayinge: Feare not beleve only and she shalbe made whole.
51 ୫୧ ଜିସୁ ଜାଇରସର୍ ଗରେ ଆସି ପିତର୍, ଜଅନ୍ ଆରି ଜାକୁବ୍ ଆରି ଟକିର୍ ବାବା ମାଆ କେ ଚାଡିକରି କାକେ ମିସା ବିତ୍ରେ ଡାକିନେଏ ନାଇ ।
And when he came to ye housse he suffred no man to goo in with him save Peter Iames and Iohn and the father and the mother of the mayden.
52 ୫୨ ମାତର୍ ସବୁ ଲକ୍ ଟକିର୍ ଲାଗି କାନ୍ଦି କାନ୍ଦି କରି ବୁକେ ମାରିଅଇତେ ରଇଲାଇ । ତେଇ ଜିସୁ କଇଲା “କାନ୍ଦା ନାଇ, ସେ ମରେ ନାଇ, ମାତର୍ ସଇ ଦେଲାଆଚେ ।”
Every body weept and sorowed for her. And he sayde: Wepe not: for she is not deed but slepeth.
53 ୫୩ ମାତର୍ ଟକି ମରିଗାଲାଆଚେ ବଲି ଜାନି ରଇଲାଇଜେ ଲକ୍ମନ୍ ଜିସୁକେ କିଜାଇବାର୍ ଦାର୍ଲାଇ ।
And they lewgh him to scorne. For they knew that she was deed.
54 ୫୪ ମାତର୍ ଜିସୁ ଟକିର୍ ଆତେ ଦାରି କଇଲା, “ଏ ନୁନି ଉଟ୍ ।”
And he thrust the all out and caught her by the honde and cryed sayinge: Mayde aryse.
55 ୫୫ ତେଇ ଟକିର୍ ଜିବନ୍ ବାଉଡି ଆଇଲା, ଆରି ସେ ସେଡ୍କି ବେଲେସେ ଉଟ୍ଲା । ଜିସୁ ତାକେ କାଇଟା ଆଲେ କାଇବାକେ ଦିଆସ୍ ବଲି ଆଦେସ୍ ଦେଲା ।
And hyr sprete came agayne and she roose strayght waye. And he commaunded to geve her meate.
56 ୫୬ ତେଇ ଟକିର୍ ବାବା ମା କାବା ଅଇଗାଲାଇ, ମାତର୍ ଜିସୁ ସେ ଗଟ୍ନାର୍ କାତା କାକେ ଜାନାଆ ନାଇ ବଲି ଆଦେସ୍ ଦେଲା ।
And the father and the mother of hyr were astonyed. But he warned the that they shuld tell noo man what was done.