< ମାର୍କ 10 >
1 ୧ ତାର୍ପଚେ ଜିସୁ ସେ ଜାଗା ଚାଡିକରି ଜିଉଦା ରାଇଜର୍ ସନ୍ଦି ଆରି ଜର୍ଦନର୍ ଆରି ଗଟେକ୍ ବାଟେ ଆଇଲା । ଆରି ସବୁ ବେଲାର୍ ପାରା ଲକ୍ମନ୍ ତାର୍ ଲଗେ ରୁଣ୍ଡ୍ଲାଇ । ଆରି ଜିସୁ ସେମନ୍କେ ପର୍ମେସରର୍ କାତା ସିକାଇଦେଲା ।
Rising up thence He comes into the coasts of Judea, through the region beyond the Jordan; and the multitudes again come to Him, and, as was His custom, He again taught them.
2 ୨ କେତେଟା ପାରୁସିମନ୍ ଜିସୁରୁ ଲଗେ ଆସିକରି ତାକେ ବୁଲ୍ ଦାର୍ବାକେ ଏନ୍ତାରି ପର୍ସନ୍ ପାଚାର୍ଲାଇ । “ଗଟେକ୍ ମୁନୁସ୍ ତାର୍ ମାଇଜିକେ ଚାଡିଦେବାଟା ଆମର୍ ନିୟମେ ଆଚେ କି?”
And the Pharisees having come forward asked Him, If it is lawful for a man to send away his wife? tempting Him.
3 ୩ ଜିସୁ ସେମନ୍କେ କଇଲା, “ମସା ତମ୍କେ କାଇ ଆଦେସ୍ ଦେଲା ଆଚେ?”
And He responding said to them, What did Moses command you?
4 ୪ ସେମନ୍ କଇଲାଇ, “ଗଟେକ୍ ମୁନୁସ୍ ତାର୍ ମାଇଜିକେ ଚାଡିଦେବାର୍ ରାଜିନାମା ପତର୍ ଲେକି ତାକେ ଦେଲାପଚେ ତାକେ ପାଟାଇଦେଇ ଅଇସି ବଲି ମସା କଇଲା ଆଚେ ।”
And they said, Moses permitted to write a book of divorcement, and to send her away.
5 ୫ ଜିସୁ ସେମନ୍କେ କଇଲା, “ମସା କାଇକେ ଏନ୍ତି ଲେକିରଇଲା ବଇଲେ, ତମର୍ ମନ୍ବିତ୍ରର୍ ବୁଜ୍ବା ବପୁ ଡାଟ୍ ରଇଲାଟା ଦେକିକରି ସେ, ଏ ଆଦେସ୍ ଲେକିଦେଲା ଆଚେ ।
Jesus said to them, On account of the hardness of your heart he wrote this commandment to you.
6 ୬ ଜେନ୍ତି ସାସ୍ତର୍ କଇଲାନି, ପର୍ମେସର୍ ଜେଡେବେଲେ ଏ ଦୁନିଆ ତିଆର୍କଲା, ସେବେଲେ ସେ ମାଇଜିମୁନୁସ୍ କରି ତିଆର୍କଲା ଆଚେ ।
But from the beginning of creation God made them male and female.
7 ୭ ସେଟାର୍ପାଇ ଗଟେକ୍ ମୁନୁସ୍ ତାର୍ ବାବା ମାକେ ଚାଡିକରି ତାର୍ ମାଇଜି ସଙ୍ଗ୍ ମିସ୍ସି ।
On this account a man shall leave his father and his mother,
8 ୮ ସେ ଦୁଇଲକ୍ ଗଟେକ୍ ଅଇବାଇ, ଆରି ସେମନ୍ ଦୁଇଲକ୍ ଇସାବେ ନ ରଅତ୍, ମାତର୍ ଗଟେକ୍ ଲକ୍ ଇସାବେ ରଇବାଇ ।
and they two shall be one flesh; so they are no longer two, but one flesh.
9 ୯ ସେଟାର୍ପାଇ ପର୍ମେସର୍ ଜନ୍ ଦୁଇଲକ୍କେ ମିସାଇଆଚେ, କେ ମିସା ସେମନ୍କେ ବିନେ ନ ବେଗ୍ଲାଅତ୍ ।”
And what God joined together, let no man separate.
10 ୧୦ ଜିସୁ ଆରି ତାର୍ ସିସ୍ମନ୍ ଗରେ ବାଉଡିଗାଲା ପଚେ, ସିସ୍ମନ୍ ଆରିତରେକ୍ ଏ ବିସଇ ତାକେ ପାଚାର୍ଲାଇ ।
And His disciples again around Him in the house asked Him. And He says to them,
11 ୧୧ ଜିସୁ ସେମନ୍କେ କଇଲା, “ଗଟେକ୍ ମନସ୍ ତାର୍ ମାଇଜିକେ ଚାଡ୍ପତର୍ ଦେଇ ବିନ୍ ମାଇଜିକେ ବିବା ଅଇସି ବଇଲେ, ସେ ମନସ୍ ପର୍ତୁମ୍ ମାଇଜିର୍ ବିରୁଦେ ପାଦ୍ରା କାମ୍ କଲାନି ।
Whosoever may send away his wife, and marry another, commits adultery unto her.
12 ୧୨ ଆରି ସେନ୍ତି ସେ ଜନ୍ ମାଇଜିଟକି ତାର୍ ମୁନୁସ୍କେ ଚାଡ୍ ପତର୍ ଦେଇ, ବିନ୍ ମୁନୁସ୍କେ ବିବା ଅଇସି ବଇଲେ ସେ ମିସା ପର୍ତୁମ୍ ମନସ୍ ବିରୁଦେ ପାଦ୍ରି କାମ୍ କଲାନି ।” ବଲିକରି କଇଲା ।
And if she having sent away her husband, may marry another, she commits adultery.
13 ୧୩ ଗଟେକ୍ ଦିନ୍ କେତେକ୍ ଲକ୍ମନ୍ ତାକର୍ ପିଲାଟକିମନ୍କେ ଜିସୁ ଆତ୍ ସଙ୍ଗଇ ଆସିର୍ବାଦ୍ କର ବଲି ତାର୍ଲଗେ ଆନ୍ଲାଇ । ମାତର୍ ତାର୍ ସିସ୍ମନ୍ ଲକ୍ମନ୍କେ, ଦମ୍କାଲାଇ ।
And they continued to bring little children to Him, that He should touch them: but the disciples rebuked those bringing them.
14 ୧୪ ଜିସୁ ଏଟା ଦେକି ବେସି ରିସାଅଇ ସିସ୍ମନ୍କେ କଇଲା, “ସାନ୍ ପିଲାମନ୍କେ ମର୍ ଲଗେ ଆଇବାକେ ବାଟ୍ ଦିଆସ୍, ସେମନ୍କେ ମନା କରାନାଇ । କାଇକେବଇଲେ ପର୍ମେସରର୍ ରାଇଜ୍ ଏନ୍ତି ପିଲାଟକିମନର୍ ପାରା ରଇବା ଲକ୍ମନର୍ ପାଇସେ ।
But Jesus seeing was displeased, and said to them, Suffer the little children to come unto me; and forbid them not: for of such is the kingdom of God.
15 ୧୫ ମୁଇ ତମ୍କେ ସତ୍ କାତା କଇଲିନି, କେ ମିସା ଗଟେକ୍ ସାନ୍ ପିଲାର୍ ପାରା ନ ଅଇ, ପର୍ମେସରର୍ ରାଇଜ୍ ନ ନାମତ୍, ସେମନ୍ କେବେ ମିସା ତାର୍ ରାଇଜେ କେଟି ନାପାରତ୍ ।”
Truly, I say unto you, Whosoever may not receive the kingdom of God as a little child, can not enter into it.
16 ୧୬ ତାର୍ପଚେ ଜିସୁ ସାନ୍ ସାନ୍ ପିଲାଟକିମନ୍କେ ଉଁଚାରି ତାକର୍ ମୁଣ୍ଡେ ଚିଇକରି ଆସିର୍ବାଦ୍ କଲା ।
And taking them up in His arms, putting His hands on them, He continued to bless them copiously.
17 ୧୭ ଜିସୁ ଆରି ତାର୍ ସିସ୍ମନ୍ ତେଇଅନି ବାରଇ ଜିବାବେଲେ ବାଟେ ଗଟେକ୍ ଲକ୍ ପାଲାଇ ଆସି ତାର୍ ଲଗେ କେଟ୍ଲା ଆରି ତାର୍ ମୁଆଟେ ମାଣ୍ଡିକୁଟା ଦେଇ ପାଚାର୍ଲା, “ଏ ନିମାନ୍ ଗୁରୁ, ନ ସାର୍ବା ଜିବନ୍ ମିଲାଇବାକେ ଆଲେ ମୁଇ କାଇଟା କର୍ବାର୍ ଆଚେ?” (aiōnios )
And He traveling along the road, one having run to Him and worshiping Him, asked Him, Good Teacher, what shall I do in order that I may inherit eternal life? (aiōnios )
18 ୧୮ ଜିସୁ ତାକେ କଇଲା, “ତୁଇ ମକେ କାଇକେ ନିମାନ୍ ଲକ୍ ବଲି କଇଲୁସ୍ନି? କାଇକେବଇଲେ ପର୍ମେସର୍କେ ଚାଡିକରି ଆରି ବିନ୍ଟା କେ ମିସା ନିମାନ୍ ଲକ୍ ନାଇ ।
And Jesus said to him, Why do you call me good? No one is good but One, God.
19 ୧୯ ଆରି ତୁଇ ନିଅମ୍ତା ଜାନିଆଚୁସ୍, ମାର୍ବାର୍ ନାଇ, ପାଦ୍ରାପାଦ୍ରି କାମ୍ କର୍ବାର୍ ନାଇ, ଚର୍ କାମ୍ କର୍ବାର୍ ନାଇ, ମିଚ୍ ସାକି ଦେବାର୍ ନାଇ, ଆୟା ବାବାକେ ସନ୍ମାନ୍ ଦିଆସ୍ ।” ବଲି କଇଲା ।
You know the commandments, thou must not commit adultery, thou must not murder, thou must not steal, thou must not bear false witness, thou must not defraud, honor thy father and mother.
20 ୨୦ ସେ ଲକ୍ ଜିସୁକେ କଇଲା, “ଏ ଗୁରୁ, ମୁଇତା ଏସବୁ ଆଦେସ୍ ସାନ୍ ବେଲେ ଅନି ମାନ୍ଲିନି ।”
And he said to Him, Teacher, I have kept all these from my youth.
21 ୨୧ ଜିସୁ ତାକେ ନିକକରି ଦେକ୍ଲା ଆରି ତାକେ ଆଲାଦ୍ କରି କଇଲା, “ତୁଇ ଏବେ ମିସା ଗଟେକ୍ ବିସଇତେଇ ଉନା ଆଚୁସ୍ । ତୁଇ ଜାଇ ତର୍ ଦନ୍ସଁପତି ବିକି, ସେ ଡାବୁ ଗରିବ୍ ଲକ୍ମନ୍କେ ବାଟାକରି ଦେସ୍, ତୁଇ ସର୍ଗେ ଦନ୍ ପାଇସୁ । ଏନ୍ତିକରି ମର୍ ପଚେ ପଚେ ଆଉ ।” ବଲିକରି କଇଲା ।
Jesus looking on him loved him, and said to him, One thing is wanting to thee: go, sell whatsoever thou hast, and give to the poor, and thou shalt have treasure in heaven: and come, follow me.
22 ୨୨ ଜିସୁ କଇଲା ଏ କାତା ସୁନିକରି ସେ ଲକ୍ ମୁ ସୁକାଇ କରି, ଗରେ ଉଟିଗାଲା । କାଇକେବଇଲେ ସେଲକ୍ ବେସି ସାଉକାର୍ ରଇଲା ।
And he being grieved at the word, went away sorrowing: for he had great possessions.
23 ୨୩ ଜିସୁ ଚାରିବେଡ୍ତି ଦେକିକରି ସିସ୍ମନ୍କେ କଇଲା, “ସାଉକାର୍ ଲକ୍ମନ୍ ପର୍ମେସରର୍ ରାଇଜେ ଜିବାଟା ବେସି କସ୍ଟ ଆଚେ ।”
And Jesus looking around, says to His disciples; How hardly shall those having riches enter into the kingdom of God!
24 ୨୪ ଜିସୁର୍ କାତା ସୁନିକରି ସିସ୍ମନ୍ କାବା ଅଇଗାଲାଇ । ମାତର୍ ଜିସୁ ସେମନ୍କେ ଆରିତରେକ୍ କଇଲା, “ଏ ମର୍ ପିଲାମନ୍ ପର୍ମେସରର୍ ରାଇଜେ ଜିବାଟା ଲକ୍ମନ୍କେ କେଡେକ୍ କସ୍ଟ!
And the disciples were astonished at His words, and Jesus again responding, says to them, Children, how difficult it is to enter into the kingdom of God!
25 ୨୫ ଜେନ୍ତି ଗଟେକ୍ ବଡ୍ ଜଁତ୍ ସୁଜି ବାଟେ ଚିଙ୍ଗ୍ଲି ଜିବାକେ କସ୍ଟ, ସାଉକାର୍ ଲକ୍ ପର୍ମେସରର୍ ରାଇଜେ କେଟ୍ବାଟା ତାର୍ତେଇଅନି ଅଦିକ୍ କସ୍ଟ ।”
It is easier for a camel to go through the eye of a needle, than for a rich man to go into the kingdom of God.
26 ୨୬ ସିସ୍ମନ୍ ଆରିତରେକ୍ ବେସି କାବା ଅଇଗାଲାଇ ଆରି ନିଜର୍ ନିଜର୍ ବିତ୍ରେ କାତା ଅଇଲାଇ, “ଏନ୍ତି ବଇଲେ କେ ତେବେ ରକିଆ ପାଇସି?”
And they were astonished exceedingly, saying to one another, And who is able to be saved?
27 ୨୭ ଜିସୁ ସେମନ୍କେ ଦେକିକରି କଇଲା, “ଏ ବିସଇ ଲକ୍ମନର୍ ଟାନେ ଅଇନାପାରେ, ମାତର୍ ପର୍ମେସରର୍ ଟାନେ ସବୁଟା ଅଇପାର୍ସି ।”
And Jesus looking upon them says, With men it is impossible, but not with God: for all things are possible with God.
28 ୨୮ ପିତର୍ ଜିସୁକେ କଇଲା, “ଦେକା ଆମେ ଆମର୍ ସବୁ ଚାଡିଦେଇ ତମର୍ ସଙ୍ଗ୍ ଆଇଲୁଆଚୁ ।”
Peter began to say to Him, Behold, we have left all things, and followed thee.
29 ୨୯ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍ କାତା କଇଲିନି, ଜେ ମର୍ ସଙ୍ଗ୍ ଆଇବାକେ ଆରି ପର୍ମେସରର୍ ନିମାନ୍ କାତା ଜାନାଇବାକେ ଗର୍ ଦୁଆର୍, ବାଇ ବଇନି, ମା ବାବା, ପିଲାଟକି ଆରି ଜମିବାଡି ଚାଡିକରି ଆଚେ,
Jesus said, Truly I say unto you, there is no one who has left house, or brothers, or sisters, or father, or mother, or children, or lands, on account of me and the gospel,
30 ୩୦ ସେ ସତ୍ସେ, ନିଜର୍ ଚାଡିରଇଲା ସବୁ ବିସଇତେଇଅନି ସଏ ବାଗ୍ ଅଦିକ୍ ଏ ଜୁଗେ ପାଇସି । ଗର୍ ଦୁଆର୍, ବାଇ ବଇନି, ମାଆ ବାବା, ପିଲାଟକି ଆରି ଜମିବାଡି ଏ ସବୁ ଦିନ୍ସୁ ଅଦିକ୍ ପାଇସି ଆରି ତାର୍ ସଙ୍ଗ୍ ଗେଞ୍ଜ୍ନା ମିସା ପାଇସି । ମାତର୍ ଆଇବା ଜୁଗେ ପର୍ମେସରର୍ ରାଇଜେ, ସେ ନ ସାର୍ବା ଜିବନ୍ ପାଇସି । (aiōn , aiōnios )
except he may receive a hundredfold now in this time, and brothers, and sisters, and mothers, and children, and lands, with persecutions; and in the coming age eternal life. (aiōn , aiōnios )
31 ୩୧ ମାତର୍ ଜନ୍ ଲକ୍ମନ୍ ଆଗ୍ତୁ ଅଇତେରଇବାଇ, ସେମନ୍ ପଚେ ରଇବାଇ । ଆରି କେ କେ ପଚେ ରଇବାଇ, ସେମନ୍ ଆଗ୍ତୁ ରଇବାଇ ।”
But many who are first shall be last; and the last first.
32 ୩୨ ସେମନ୍ ଜିରୁସାଲମେ ଗାଲାବେଲେ, ଜିସୁ ସେମନର୍ ଆଗ୍ତୁ ଆଗ୍ତୁ ଜାଇତେ ରଇଲା । ସେବେଲା ସିସ୍ମନ୍ କାବାଅଇଜାଇତେ ରଇଲାଇ । ଆରି ଜିସୁର୍ ପଚେ ପଚେ ଜିବା ଲକ୍ମନ୍ ସବୁ ସେ ଜିରୁସାଲେମେ ଗାଲାନି ବଲି ଡରିଜାଇତେ ରଇଲାଇ । ଜିସୁ ତାର୍ ବାର୍ଟା ସିସ୍ମନ୍କେ ବିନେ ଡାକିନେଇକରି ନିଜ୍କେ କାଇକାଇଟା ଅଇସି, ସେ ବିସଇ କଇବାର୍ ଦାର୍ଲା ।
And they were in the way, going up to Jerusalem; and Jesus was going before them: and they were amazed; and following they were afraid. And taking the twelve to Himself, again He began to tell them the things which were about to happen to Him;
33 ୩୩ ଜିସୁ ତାର୍ ସିସ୍ମନ୍କେ କଇଲା, “ସୁନା ଆମେ ଜିରୁସାଲମେ ଗାଲୁନି । ତେଇ ପର୍ମେସରର୍ଟାନେଅନି ଆସିରଇବା ନର୍ପିଲା, ମକେ ବିସ୍ବାସେ ବିସ୍ ଦେଲାପାରା କରି ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଇ ଦେବା ଲକ୍ମନ୍କେ ସର୍ପି ଦେବାଇ । ସେମନ୍ ମକେ କିଜାଇକରି ବିଚାର୍ କରି ‘ଆକେ ମରାଇବାର୍ ଆଚେ ।’ ବଲି ରମିୟ ଲକ୍ମନ୍କେ ସର୍ପି ଦେବାଇ ।
Behold, we go up to Jerusalem; and the Son of man shall be betrayed to the chief priests and scribes; and they will condemn Him to death, and they will deliver Him to the Gentiles:
34 ୩୪ ସେମନ୍ ମକେ ଟାପ୍ରା କର୍ବାଇ, ମର୍ ଉପ୍ରେ ତୁକ୍ବାଇ । ମକେ କର୍ଡା ସଙ୍ଗ୍ ମାର୍ବାଇ, ଆରି ସାରାସାରି ମରାଇବାଇ । ମାତର୍ ମରିକରି ତିନ୍ଦିନ୍ ଗାଲାପଚେ, ମୁଇ ଆରି ତରେକ୍ ମଲାଟାନେଅନି ଉଟ୍ବି ।”
and they will mock Him, and will scourge Him, and will spit upon Him, and will kill Him; and He will rise the third day.
35 ୩୫ ଜେବଦି ନାଉଁର୍ ଗଟେକ୍ ଲକର୍ ପିଲାମନ୍ ଜାକୁବ୍ ଆରି ଜଅନ୍ ଜିସୁର୍ତେଇ ଆସି ତାକେ କଇଲାଇ, “ଏ ଗୁରୁ, ଆମେ ତର୍ତେଇ ଜାଇଟା ମାଙ୍ଗ୍ବୁ, ତୁଇ ସେଟା କର୍ ବଲି ଆମେ ମନ୍ କଲୁନି ।”
James and John, the sons of Zebedee, come to Him, saying, Teacher, we wish that you may do unto us whatsoever we may ask.
36 ୩୬ ଜିସୁ ପାଚାର୍ଲା, “ମୁଇ ତମର୍ ପାଇ କାଇଟା କର୍ବି ବଲି ମନ୍ କଲାସ୍ନି?”
And He said to them, What do you wish for me to do for you?
37 ୩୭ ସେମନ୍ ଜିସୁକେ କଇଲାଇ, “ତୁଇ ତର୍ ଡାକ୍ପୁଟା ପାଇବା ବସ୍ବା ଜାଗାଇ ବସ୍ଲା ବେଲେ ଆମର୍ ଦୁଇଲକର୍ ବିତ୍ରେ ଅନି ଗଟେକ୍ ଲକ୍କେ ତର୍ ଉଜା ବାଟେ ଆରି ଗଟେକ୍ ଲକ୍କେ ଡେବ୍ରି ବାଟେ ବସାଅ ବଲି ମନ୍ କଲୁନି ।”
And they said to Him, Grant unto us, that we may sit, one on thy right, and one on thy left, in thy glory.
38 ୩୮ ଜିସୁ ସେମନ୍କେ କଇଲା, “ତମେ କାଇ ବିସଇ ମାଙ୍ଗ୍ଲାସ୍ନି ସେ ବିସଇ ନାଜାନାସ୍ । ମକେ ଜନ୍ ମୁତାଇ ଦୁକ୍କସ୍ଟ ପାଇବାକେ ଆଚେ, ସେ ମୁତାର୍ ଦୁକ୍କସ୍ଟ ପାଇପାରାସ୍ କି? ଆରି ମୁଇ ଜନ୍ ଡୁବନ୍ ନେବାର୍ ଆଚେ, ସେ ଡୁବନ୍ ନେଇ ପାରାସ୍ କି?”
And Jesus said to them, You know not what you are asking. Are you able to drink the cup which I drink? and to be baptized with the baptism with which I am baptized?
39 ୩୯ ସେମନ୍ ଜିସୁକେ କଇଲାଇ, “ଉଁ ଆମେ ପାର୍ବୁ ।” ଜିସୁ ସେମନ୍କେ କଇଲା, “ଏଟା ସତ୍ସେ । ମୁଇ ଜନ୍ ମୁତାର୍ ଦୁକ୍କସ୍ଟ ପାଇବି ଆରି ଜନ୍ ଡୁବନ୍ ନେବି ତମେମିସା ସେ ମୁତାର୍ ଦୁକ୍ କସ୍ଟ ଆରି ଡୁବନ୍ ପାଇସା ।
And they said to Him, We are able. And Jesus said to them, You shall indeed drink the cup which I drink, and be baptized with the baptism with which I am baptized:
40 ୪୦ ମାତର୍ ମର୍ ଉଜାବାଟେ କି ଡେବ୍ରିବାଟେ ବସ୍ବାକେ ଦେବାର୍, ମର୍ ଅଦିକାର୍ ନାଇ, ମାତର୍ ମର୍ ବାବା ବାଚ୍ସି ।”
but to sit on my right, and on my left, is not mine to give, but is for those for whom it has been prepared.
41 ୪୧ ଜାକୁବ୍ ଆରି ଜଅନ୍ କଇଲା କାତା ବିନ୍ ସିସ୍ମନ୍ ଜେଡେବେଲ୍ ସୁନ୍ଲାଇ, ଜାକୁବ୍ ଆରି ଜଅନ୍କେ ବେସି ରିସା ଅଇଗାଲାଇ ।
And the ten hearing, began to be indignant concerning James and John.
42 ୪୨ ମାତର୍ ଜିସୁ ତାର୍ ସିସ୍ମନ୍କେ ଗଟେକ୍ଟାନେ ଡାକି କରି ସେମନ୍କେ କଇଲା, “ଏ ଦୁନିଆର୍ ରାଜାମନ୍ ଆରି ନେତାମନ୍ ଲକ୍ମନ୍କେ ନିଜର୍ ଅଦିକାରେ ରକ୍ବାକେ ମନ୍ କର୍ବାଇ । ଆରି ସର୍କାର୍ ମିସା ତାକର୍ ତଲେ ରଇଲା ଲକ୍ମନ୍କେ ନିଜର୍ ଅଦିକାରେ ରକି ରଇବାକେ ମନ୍ କର୍ବାଇ । ଏ ବିସଇ ତମେ ଜାନିଆଚାସ୍ ।
And Jesus calling them to Him, says to them: You know that those seeming competent to rule the Gentiles domineer over them; and their great ones exercise authority over them.
43 ୪୩ ମାତର୍ ତମର୍ ବିତ୍ରେ ଏନ୍ତି ନ ରଇକରି ବିନ୍ବାବେ ରଇବାର୍ ଆଚେ । ତମର୍ ବିତ୍ରେଅନି କେ ବଡ୍ ଲକ୍ ପାରା ଦେକାଇଅଇବାକେ ମନ୍ କଲାନି ବଇଲେ, ସେ ତମର୍ ସବୁ ଲକର୍ ଗଟେକ୍ ଗତିଦାଙ୍ଗ୍ଡା ପାରା ରଅ ।
But it is not so among you: but whosoever may wish to be great among you, shall be your servant:
44 ୪୪ ଜଦି କେ ତମର୍ ବିତ୍ରେ ଅନି ପର୍ମେସରର୍ ମୁଆଟେ ମୁକିଅ ଲକ୍ ଅଇବାକେ ମନ୍ କଲାନି ବଇଲେ, ସେ ଗଟେକ୍ ଗେନ୍ଲା ଗତିଦାଙ୍ଗ୍ଡା ପାରା ସେବା କର ।
and whosoever of you may wish to be first, shall be the slave of all:
45 ୪୫ କାଇକେ ବଇଲେ ପର୍ମେସର୍ଟାନେଅନି ଆସିରଇବା ନର୍ପିଲା ମୁଇ, ବିନ୍ ଲକ୍ମନର୍ଟାନେଅନି ମକେ ସେବା ମିଲ ବଲି ଆସି ନାଇ, ମାତର୍ ସେବା କର୍ବାକେ ଆସି ଆଚି । ଆରି ମୁଇ ଜିବନ୍ ଦେବାର୍ ଲାଗି, ବେସି ଲକ୍ ଦସି ବଲି ଏଜାଇ ନ ଅଇ, ପାପେଅନି ରକିଆ ପାଇବାଇ ।”
for the Son of man came not to be served, but to serve, and to give His soul a ransom for many.
46 ୪୬ ତାର୍ପଚେ ଜିସୁ ଆରି ତାର୍ ସିସ୍ମନ୍ ଜିରିଅ ନାଉଁର୍ ଗଡେ କେଟ୍ଲାଇ । ସେ ଗଡ୍ ଚାଡିକରି ଗାଲାବେଲେ, ତିମାୟ ନାଉଁର୍ ଲକର୍ ପିଲା ବାର୍ତିମୟ ବଲି ଗଟେକ୍ କାଣା ଲକ୍ ବାଟ୍ପାଲି ବସି ବିକ୍ ମାଙ୍ଗ୍ତେରଇଲା ।
And they come into Jericho: and He and His disciples and a great multitude going out from Jericho, blind Bartimeus, the son of Timeus, was sitting by the wayside, begging.
47 ୪୭ ନାଜରିତର୍ ଜିସୁ ଏବାଟେ ଆଇଲାନି ବଲି ସୁନି, ସେ ବେସି ଆଉଲି ଅଇକରି କଇଲା, “ଏ ଦାଉଦର୍ ପଅ ଜିସୁ, ମକେ ଦୟାକରା!”
And hearing that it is Jesus the Nazarene, began to cry out, and say, Jesus, son of David, have mercy on me.
48 ୪୮ ବେସି ଲକ୍ମନ୍ ତାକେ ଚିମ୍ରାଇଅଇ ରଇବାକେ କଇଲାଇ, ମାତର୍ ସେ କାଣାଲକ୍ ଅଦିକ୍ ଅଦିକ୍ ଆଉଲିଅଇକରି କଇଲା, “ଏ ଦାଉଦର୍ ପଅ! ମକେ ଦୟା କରା ।”
And many continued to rebuke him that he should keep silent: but he continued to cry out much more, O son of David, have mercy on me.
49 ୪୯ ଜିସୁ ତେବିକରି କଇଲା, “ତାକେ ମର୍ ଲଗେ ଆଇବାକେ କୁଆ ।” ଲକ୍ମନ୍ କାଣାକେ ଡାକିକରି କଇଲାଇ, “ସାଆସ୍ ଦାରିକରି ଉଟ୍, ଜିସୁ ତକେ ଡାକ୍ଲାନି ।”
And Jesus standing, said, that he should be called. And they call the blind man, saying to him, Take courage: rise up, He calls you.
50 ୫୦ କାଣା ଲକ୍ ତାର୍ ଚାଦର୍ ତେଇ ପିଙ୍ଗିଦେଇକରି ଚିକାଲ୍ନା ଡେଗଇ ଉଟ୍ଲା ଆରି ଜିସୁର୍ ଲଗେ ଗାଲା ।
And he, casting away his cloak, rising, came to Jesus.
51 ୫୧ ଜିସୁ ତାକେ ପାଚାର୍ଲା “ମୁଇ ତର୍ପାଇ କାଇଟା କର୍ବି ବଲି ତୁଇ ମନ୍ କଲୁସ୍ନି?” ସେ କଇଲା, “ଏ ଗୁରୁ, ମୁଇ ଜେନ୍ତିକି ଦେକି ପାର୍ବି ସେଟା ମନ୍ କଲିନି ।”
And Jesus responding said to him, What do you wish that I shall do to you? And the blind man said to Him, Great Master, that I may look up.
52 ୫୨ ଜିସୁ ତାକେ କଇଲା, “ଜା, ତୁଇ ନିମାନ୍ ଅଇଜାଇ ଆଚୁସ୍ । କାଇକେବଇଲେ ତୁଇ ମକେ ବିସ୍ବାସ୍ କରି ଆଁକି ଦେକି ପାର୍ଲୁସ୍ନି ।” ସେଦାପ୍ରେସେ କାଣା ଆଁକି ଦେକି ବାଟେ ବାଟେ ଜିସୁର୍ ପଚେ ଜିବାର୍ ଦାର୍ଲା ।
And Jesus said to him, Go; thy faith hath saved thee: and immediately he looked up, and followed Jesus in the way.