< ମାର୍କ 11 >
1 ୧ ଜିସୁ ଆରି ତାର୍ ସିସ୍ମନ୍ ଜିରୁସାଲାମ୍ ଲଗାଲଗି ଅଇକରି ଜିତ୍ ନାଉଁର୍ ଡଙ୍ଗର୍ଲଗେ ରଇଲା ବେତ୍ପାଗି ଆରି ବେତ୍ନିଆ ନାଉଁର୍ ଗାଏଁ କେଟ୍ଲାଇ । ଜିସୁ ସିସ୍ମନର୍ ବିତ୍ରେଅନି ଦୁଇଲକ୍କେ ଡାକିକରି ସେମନ୍କେ କଇଲା,
Καὶ ὅτε ἐγγίζουσιν εἰς Ἱεροσόλυμα εἰς Βηθφαγὴ καὶ Βηθανίαν πρὸς τὸ ὄρος τῶν Ἐλαιῶν, ἀποστέλλει δύο τῶν μαθητῶν αὐτοῦ
2 ୨ ତମେ ଆମର୍ ମୁଆଟେ ରଇଲା ଗାଏଁ ଜା । ତମେ ଗାଉଁ ବିତ୍ରେ ଜିବାବେଲେ, ଗଟେକ୍ ଗଦ ପିଲା ବାନ୍ଦିରଇଲାଟା ଦେକ୍ସା । ସେ ଗଦ ପିଲାର୍ ଉପ୍ରେ ଏବେଜାକ କେ ମିସା ଚଗତ୍ ନାଇ । ତାକେ ମେଲିକରି ମର୍ଲଗେ ଦାରିଆସା ।
καὶ λέγει αὐτοῖς Ὑπάγετε εἰς τὴν κώμην τὴν κατέναντι ὑμῶν, καὶ εὐθὺς εἰσπορευόμενοι εἰς αὐτὴν εὑρήσετε πῶλον δεδεμένον ἐφ’ ὃν οὐδεὶς οὔπω ἀνθρώπων ἐκάθισεν· λύσατε αὐτὸν καὶ φέρετε.
3 ୩ ଜଦି କେ ତମ୍କେ କାଇକେ ମେଲିକରି ନେଲାସ୍ନି? ବଲି ପାଚାର୍ଲେ, ମାପ୍ରୁକେ ଦର୍କାର୍ ଆଚେ ଆରି ସେ ତମ୍କେ ଦାପ୍ରେସେ ବାଉଡାଇଦେଇସି । ବଲି ସେମନ୍ ଜିବା ଆଗ୍ତୁ ସେମନ୍କେ ପାଟାଇଦେଲା ।
καὶ ἐάν τις ὑμῖν εἴπῃ Τί ποιεῖτε τοῦτο; εἴπατε Ὁ Κύριος αὐτοῦ χρείαν ἔχει, καὶ εὐθὺς αὐτὸν ἀποστέλλει πάλιν ὧδε.
4 ୪ ସେ ଗାଏଁ ଗାଲାଇ ଜେ ଗଟେକ୍ ଗରର୍ ଡାଣ୍ଡର୍ ଡିଆଗଡିଲଗେ ଗଦ ପିଲା ବାନ୍ଦିଅଇ ରଇଲାଟା ଦେକିକରି ତାକେ ଜାଇ ମେଲ୍ଲାଇ ।
καὶ ἀπῆλθον καὶ εὗρον πῶλον δεδεμένον πρὸς θύραν ἔξω ἐπὶ τοῦ ἀμφόδου, καὶ λύουσιν αὐτόν.
5 ୫ ତେଇ ଟିଆଅଇରଇଲା କେତେଲକ୍ମନ୍ କଇଲାଇ, “ତମେ କାଇଟା କଲାସ୍ନି? ଆରି କାଇକେ ଏ ଗଦ ପିଲାକେ ମେଲ୍ଲାସ୍ନି?”
καί τινες τῶν ἐκεῖ ἑστηκότων ἔλεγον αὐτοῖς Τί ποιεῖτε λύοντες τὸν πῶλον;
6 ୬ ସେମନ୍କେ ଜିସୁ ଜେନ୍ତି କଇବାକେ କଇରଇଲା, ସେନ୍ତାରିସେ ସିସ୍ମନ୍ ଲକ୍ମନ୍କେ କଇଲାଇ । ତାର୍ପଚେ ସେ ଲକ୍ମନ୍ “ଗଦ ପିଲାକେ ନିଆ ।” ବଲି କଇଲାଇ ।
οἱ δὲ εἶπαν αὐτοῖς καθὼς εἶπεν ὁ Ἰησοῦς· καὶ ἀφῆκαν αὐτούς.
7 ୭ ସେମନ୍ ଗଦ ପିଲାକେ ଜିସୁର୍ ଲଗେ ଆନ୍ଲାଇ ଆରି ନିଜର୍ ନିଜର୍ ପଚିଆମନ୍ ଗଦ ପିଲାର୍ ପିଟି ଉପ୍ରେ ପାକାଇଲାଇ । ଆରି ଜିସୁ ଗଦ ଉପ୍ରେ ବସ୍ଲା ।
καὶ φέρουσιν τὸν πῶλον πρὸς τὸν Ἰησοῦν, καὶ ἐπιβάλλουσιν αὐτῷ τὰ ἱμάτια αὐτῶν, καὶ ἐκάθισεν ἐπ’ αὐτόν.
8 ୮ ବେସି ଲକ୍ମନ୍ ଜିସୁକେ ସନ୍ମାନ୍ ଦେବାକେ ନିଜର୍ ନିଜର୍ ପଚିଆମନ୍ ବାଟେ ଅଚାଇଦେଲାଇ ଆରି ବିନ୍ଲକ୍ମନ୍ ଗଚର୍ ଡାଲ୍ପତର୍ ଆରି କେନ୍ଦାମନ୍ କାଟିଆନିକରି ବାଟେ ଅଚାଇଦେଲାଇ ।
καὶ πολλοὶ τὰ ἱμάτια αὐτῶν ἔστρωσαν εἰς τὴν ὁδόν, ἄλλοι δὲ στιβάδας, κόψαντες ἐκ τῶν ἀγρῶν.
9 ୯ ଜିସୁର୍ ଆଗ୍ତୁବାଟେ ଆରି ପଚ୍ବାଟେ ଜିବା ଲକ୍ମନ୍ ବେସି ଆଉଲିଅଇ ଏନ୍ତି କଇତେରଇଲାଇ, “ଅସାନା, ପର୍ମେସର୍କେ ଡାକ୍ପୁଟା କରା । ପର୍ମେସର୍ ତାକେ ଆସିର୍ବାଦ୍ କଲାଆଚେ ।
καὶ οἱ προάγοντες καὶ οἱ ἀκολουθοῦντες ἔκραζον Ὡσαννά· Εὐλογημένος ὁ ἐρχόμενος ἐν ὀνόματι Κυρίου·
10 ୧୦ ଆମର୍ ଆନିଦାଦି ଦାଉଦ୍ ରାଜାର୍ ରାଇଜ୍ ଆଇଲାନି, ତାର୍ ରାଇଜ୍ ପର୍ମେସର୍ ଆସିର୍ବାଦ୍ କର । ସର୍ଗେ ରଇବା ବାବା ପର୍ମେସର୍ ସନ୍ମାନ୍ ପାଇଲାପାରା କାତା କୁଆ” ବଲି କଇଲାଇ ।
Εὐλογημένη ἡ ἐρχομένη βασιλεία τοῦ πατρὸς ἡμῶν Δαυείδ· Ὡσαννὰ ἐν τοῖς ὑψίστοις.
11 ୧୧ ତାର୍ପଚେ ଜିସୁ ଜିରୁସାଲାମ୍ ଆସିକରି ପର୍ମେସରର୍ ଗର୍ ବିତ୍ରେ ପୁର୍ଲା । ଆରି ଚାରିବେଡ୍ତି ରଇଲା ସବୁ ଜିନିସ୍ମନ୍ ନିମାନ୍ କରି ଦେକ୍ଲା । ସେ ବେଲା ବେସି ଅଲ୍ସମ୍ ଅଇଗାଲାଜେ, ସେ ବାର୍ଟା ସିସ୍ମନର୍ ସଙ୍ଗ୍ ବେତ୍ନିଆ ନାଉଁର୍ ଗାଏଁ ଉଟିଜାଇକରି ତେଇ ରଇଲା ।
Καὶ εἰσῆλθεν εἰς Ἱεροσόλυμα εἰς τὸ ἱερόν· καὶ περιβλεψάμενος πάντα, ὀψὲ ἤδη οὔσης τῆς ὥρας, ἐξῆλθεν εἰς Βηθανίαν μετὰ τῶν δώδεκα.
12 ୧୨ ତାର୍ ଆର୍କର୍ ଦିନେ ଜିସୁ ଆରି ତାର୍ ସିସ୍ମନ୍ ବେତ୍ନିଆଇଅନି ଜିରୁସାଲାମ୍ ଆଇବାବେଲେ ଜିସୁକେ ବେସି ବୁକ୍ କଲା ।
Καὶ τῇ ἐπαύριον ἐξελθόντων αὐτῶν ἀπὸ Βηθανίας ἐπείνασεν.
13 ୧୩ ଜିସୁ ଦୁରିକେ ଅନି ବେସି ପତର୍ ରଇବା ଗଟେକ୍ ଡୁମ୍ରିଗଚ୍ ଦେକ୍ଲା । ଆରି ସେ ଗଚେ କେତେଟା ପଲ୍ ଦାରିରଇସି ବଲି ବାବିକରି ଗଚ୍ବୁନ୍ଦେ ଗାଲା । ମାତର୍ ଗଚ୍ଲଗେ ଜାଇକରି ଦେକ୍ଲାଜେ, ଗଟେକ୍ ମିସା ପଲ୍ ମିଲେ ନାଇ । କାଇକେବଇଲେ, ସେଟା ଡୁମ୍ରିପଲ୍ ଦାର୍ବା ଦିନ୍ ନ ରଇଲା ।
καὶ ἰδὼν συκῆν ἀπὸ μακρόθεν ἔχουσαν φύλλα ἦλθεν εἰ ἄρα τι εὑρήσει ἐν αὐτῇ, καὶ ἐλθὼν ἐπ’ αὐτὴν οὐδὲν εὗρεν εἰ μὴ φύλλα· ὁ γὰρ καιρὸς οὐκ ἦν σύκων.
14 ୧୪ ଜିସୁ ଗଚ୍କେ କଇଲା, “ତୁଇ ଆରି କେବେ ମିସା ପଲ୍ ନ ଦାରୁସ୍ ।” ସେ କାତା ତାର୍ ସିସ୍ମନ୍ ସୁନ୍ଲାଇ । (aiōn )
καὶ ἀποκριθεὶς εἶπεν αὐτῇ Μηκέτι εἰς τὸν αἰῶνα ἐκ σοῦ μηδεὶς καρπὸν φάγοι. καὶ ἤκουον οἱ μαθηταὶ αὐτοῦ. (aiōn )
15 ୧୫ ତାର୍ପଚେ ଜିସୁ ଜିରୁସାଲାମର୍ ଗଡେ ଜାଇ, ମନ୍ଦିରେ ପୁରିକରି ତେଇ ଗେନାବିକା କର୍ବା ଲକ୍ମନ୍କେ ଡାଣ୍ଡେ ବାର୍କରାଇଦେଲା । ବିନ୍ ଦେସର୍ ଡାବୁ ବାଦ୍ଲାଇବା ଲକ୍ମନର୍ ଟେବୁଲ୍ ଆରି ବିରୁ କର୍ବା ପରୁଆ ବିକ୍ବା ଲକ୍ମନର୍ ବସ୍ବା ପିଡା ପାସ୍ଲାଇ ପାକାଇଲା ।
Καὶ ἔρχονται εἰς Ἱεροσόλυμα. Καὶ εἰσελθὼν εἰς τὸ ἱερὸν ἤρξατο ἐκβάλλειν τοὺς πωλοῦντας καὶ τοὺς ἀγοράζοντας ἐν τῷ ἱερῷ, καὶ τὰς τραπέζας τῶν κολλυβιστῶν καὶ τὰς καθέδρας τῶν πωλούντων τὰς περιστερὰς κατέστρεψεν,
16 ୧୬ ମନ୍ଦିରର୍ ଡାଣ୍ଡେ ଗେନା ବିକା କର୍ବାକେ ସେ କାକେମିସା ଦେଏ ନାଇ ।
καὶ οὐκ ἤφιεν ἵνα τις διενέγκῃ σκεῦος διὰ τοῦ ἱεροῦ,
17 ୧୭ ତାର୍ ପଚେ ସେ ଲକ୍ମନ୍କେ ସିକାଇଦେବାବେଲେ ଏନ୍ତି କଇଲା, “ମର୍ ମନ୍ଦିର୍ ସବୁ ଜାତିର୍ ଲକ୍ମନର୍ ପାର୍ତନା ଗର୍ ବଲି ନାମ୍ବାଇ ବଲି ପର୍ମେସରର୍ ବଇଟାନେ ଲେକା ଅଇଆଚେ, ମାତର୍ ତମେ ସେ ଗର୍ ଚର୍ମନର୍ ପାଆର୍ କରିଆଚାସ୍ ।”
καὶ ἐδίδασκεν καὶ ἔλεγεν αὐτοῖς Οὐ γέγραπται ὅτι Ὁ οἶκός μου οἶκος προσευχῆς κληθήσεται πᾶσιν τοῖς ἔθνεσιν; ὑμεῖς δὲ πεποιήκατε αὐτὸν σπήλαιον λῃστῶν.
18 ୧୮ ତେଇ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ ଏ କାତା ସୁନି, ଜିସୁକେ କେନ୍ତି ମରାଇବାର୍ ଅଇସି ବଲି ଚେସ୍ଟା କର୍ତେରଇଲାଇ । ମାତର୍ ଲକ୍ମନ୍କେ ଡର୍ତେରଇଲାଇ । କାଇକେବଇଲେ ଲକ୍ମନ୍ ସେ ସିକାଇଦେବା ବିସଇ କାବା ଅଇକରି ବେସି ମନ୍ କରି ସୁନ୍ତେରଇଲାଇ ।
καὶ ἤκουσαν οἱ ἀρχιερεῖς καὶ οἱ γραμματεῖς, καὶ ἐζήτουν πῶς αὐτὸν ἀπολέσωσιν· ἐφοβοῦντο γὰρ αὐτόν, πᾶς γὰρ ὁ ὄχλος ἐξεπλήσσετο ἐπὶ τῇ διδαχῇ αὐτοῦ.
19 ୧୯ ଆରି ସେଦିନର୍ ସଞ୍ଜ୍ ଅଇଲାକେ ଜିସୁ ଆରି ତାର୍ ସିସ୍ମନ୍ ଜିରୁସାଲାମ୍ ନଅରେଅନି ବାରଇକରି ଉଟିଗାଲାଇ ।
Καὶ ὅταν ὀψὲ ἐγένετο, ἐξεπορεύοντο ἔξω τῆς πόλεως.
20 ୨୦ ତାର୍ ଆର୍କର୍ ଦିନର୍ ସାକାଲେ ବାଉଡି ଆଇବାବେଲେ, ଏଦେ ଦେକା! ସେ ଡୁମ୍ରିଗଚ୍ ବୁନ୍ଦେଅନି ଟିପେଜାକ ସୁକି ଜାଇରଇଲାଟା ଦେକ୍ଲାଇ ।
Καὶ παραπορευόμενοι πρωῒ εἶδον τὴν συκῆν ἐξηραμμένην ἐκ ῥιζῶν.
21 ୨୧ ସେବେଲା ଜିସୁ ଆଗ୍ତୁ କଇରଇଲା କାତା ପିତର୍ ଏତାଇକରି ତାକେ କଇଲା, “ଏ ଗୁରୁ ଜନ୍ ଡୁମ୍ରି ଗଚ୍କେ ତମେ ସାଇପ୍ ଦେଇରଇଲାସ୍, ସେ ଗଚ୍ ସୁକିଗାଲା ଆଚେ ।”
καὶ ἀναμνησθεὶς ὁ Πέτρος λέγει αὐτῷ Ῥαββεί, ἴδε ἡ συκῆ ἣν κατηράσω ἐξήρανται.
22 ୨୨ ଜିସୁ ସେମନ୍କେ କଇଲା, “ତମେ ପର୍ମେସରର୍ ତେଇ ବିସ୍ବାସ୍ କରିରୁଆ ।
καὶ ἀποκριθεὶς ὁ Ἰησοῦς λέγει αὐτοῖς Ἔχετε πίστιν θεοῦ.
23 ୨୩ ମୁଇ ତମ୍କେ ସତ୍ କାତା କଇଲିନି, ଜେ ନିଜର୍ ମନେ ଅଇସି କି ନଏ ବଲିକରି ଏନେ ତେନେ ନ ଅଇ, ସେ କଇବା କାତାଇ ବିସ୍ବାସ୍ କରି, ‘ଏ ଡଙ୍ଗର୍ ଉଲ୍ଟିକରି ସମ୍ଦୁରେ ଜାଇ ଅଦର୍ ।’ ବଲି କଇଲେ ସେଟା ସେନ୍ତାରି ଅଇସି ।
ἀμὴν λέγω ὑμῖν ὅτι ὃς ἂν εἴπῃ τῷ ὄρει τούτῳ Ἄρθητι καὶ βλήθητι εἰς τὴν θάλασσαν, καὶ μὴ διακριθῇ ἐν τῇ καρδίᾳ αὐτοῦ ἀλλὰ πιστεύῃ ὅτι ὃ λαλεῖ γίνεται, ἔσται αὐτῷ.
24 ୨୪ ସେଟାର୍ପାଇ ମୁଇ ତମ୍କେ କଇଲିନି, ତମେ ପାର୍ତନାଇ ଜନ୍ଟା ମିଲ୍ସି ବଲି ବିସ୍ବାସ୍ କରି ମାଙ୍ଗ୍ଲେ, ସେଟା ତମ୍କେ ମିଲ୍ସି ।
διὰ τοῦτο λέγω ὑμῖν, πάντα ὅσα προσεύχεσθε καὶ αἰτεῖσθε, πιστεύετε ὅτι ἐλάβετε, καὶ ἔσται ὑμῖν.
25 ୨୫ ମାତର୍ ତମେ ପାର୍ତନା କର୍ବା ବେଲେ ତମର୍ ମନେ କାର୍ ବିରଦେ ମିସା କାଇ କାତା ରଇଲେ, ତାକେ କେମା ଦିଆସ୍ । ଏନ୍ତି କଲେ ତମର୍ ସରଗର୍ ବାବା ମିସା ତମ୍କେ ତମର୍ ପାପେଅନି କେମା ଦେଇସି ।
καὶ ὅταν στήκετε προσευχόμενοι, ἀφίετε εἴ τι ἔχετε κατά τινος, ἵνα καὶ ὁ Πατὴρ ὑμῶν ὁ ἐν τοῖς οὐρανοῖς ἀφῇ ὑμῖν τὰ παραπτώματα ὑμῶν.
26 ୨୬ ମାତର୍ ତମେ କେମା ନ କଲେ, ତମର୍ ସରଗର୍ ବାବା ମିସା ତମ୍କେ କେମା ନ ଦେଏ ।”
27 ୨୭ ସେମନ୍ ଆରିତରେକ୍ ଜିରୁସାଲାମେ ଆଇଲାଇ । ଜିସୁ ମନ୍ଦିରର୍ ଦୁଆରେ ବୁଲ୍ବାବେଲେ ମୁକିଅ ପୁଜାରିମନ୍, ନିୟମ୍ ସିକାଉମନ୍ ଆରି ପାର୍ଚିନ୍ମନ୍ ତାର୍ ଲଗେ ଆସି ପାଚାର୍ଲାଇ,
Καὶ ἔρχονται πάλιν εἰς Ἱεροσόλυμα. καὶ ἐν τῷ ἱερῷ περιπατοῦντος αὐτοῦ ἔρχονται πρὸς αὐτὸν οἱ ἀρχιερεῖς καὶ οἱ γραμματεῖς καὶ οἱ πρεσβύτεροι,
28 ୨୮ “ତୁଇ କାଇ ଅଦିକାରେ ଏ ସବୁ କାମ୍ମନ୍ କଲୁସ୍ନି? ଆରି ଏ ସବୁ କାମ୍ମନ୍ କର୍ବାକେ ତକେ କେ ଅଦିକାର୍ ଦେଲାଆଚେ?”
καὶ ἔλεγον αὐτῷ Ἐν ποίᾳ ἐξουσίᾳ ταῦτα ποιεῖς; ἢ τίς σοι ἔδωκεν τὴν ἐξουσίαν ταύτην ἵνα ταῦτα ποιῇς;
29 ୨୯ ମାତର୍ ଜିସୁ ସେମନ୍କେ କଇଲା, “ମୁଇ ମିସା ତମ୍କେ ଏକାଇ ଗଟେକ୍ ସେ ପର୍ସନ୍ ପାଚାର୍ବି, ସେ ପର୍ସନର୍ ଉତର୍ ତମେ କଇଲେ, ମୁଇ ଏ ସବୁ କାମ୍ କନ୍ ଅଦିକାରେ କଲିନି, ସେଟା ତମ୍କେ କଇବି ।
ὁ δὲ Ἰησοῦς εἶπεν αὐτοῖς Ἐπερωτήσω ὑμᾶς ἕνα λόγον, καὶ ἀποκρίθητέ μοι, καὶ ἐρῶ ὑμῖν ἐν ποίᾳ ἐξουσίᾳ ταῦτα ποιῶ.
30 ୩୦ ଜଅନ୍ ଡୁବନ୍ ଦେବା ଅଦିକାର୍ ସରଗର୍ ପର୍ମେସରର୍ଟାନେଅନି ଆସିରଇଲା କି ଲକ୍ମନର୍ ଟାନେଅନି ଆସିରଇଲା? ଏଟା ମକେ କୁଆ ।” ବଲି କଇଲା ।
τὸ βάπτισμα τὸ Ἰωάνου ἐξ οὐρανοῦ ἦν ἢ ἐξ ἀνθρώπων; ἀποκρίθητέ μοι.
31 ୩୧ ତେଇ ସେମନ୍ ନିଜର୍ ନିଜର୍ ବିତ୍ରେ କୁଆବଲା ଅଇଲାଇ, “ଆମେ ଜଦି ସରଗର୍ ପର୍ମେସରର୍ ଟାନେଅନି ବଲି କଇବୁ ବଇଲେ, ସେନ୍ତାର୍ ଆଲେ ତମେ ଜଅନ୍ ଜନ୍ଟା କଇଲା ସେଟା କାଇକେ ବିସ୍ବାସ୍ କରାସ୍ ନାଇ? ବଲିକରି ଜିସୁ ଆମ୍କେ କଇସି ।
καὶ διελογίζοντο πρὸς ἑαυτοὺς λέγοντες Ἐὰν εἴπωμεν Ἐξ οὐρανοῦ, ἐρεῖ Διὰ τί οὖν οὐκ ἐπιστεύσατε αὐτῷ;
32 ୩୨ ମାତର୍ ଲକ୍ମନର୍ଟାନେଅନି ବଲି କଇବାକେ ଆମ୍କେ ଡର୍ ଲାଗ୍ଲାନି । କାଇକେ ବଇଲେ ଜଅନ୍ ଗଟେକ୍ ବବିସତ୍ବକ୍ତା ବଲି ସେମନ୍ ସବୁଲକ୍ ବିସ୍ବାସ୍ କଲାଇନି ।”
ἀλλὰ εἴπωμεν Ἐξ ἀνθρώπων; — ἐφοβοῦντο τὸν ὄχλον· ἅπαντες γὰρ εἶχον τὸν Ἰωάνην ὄντως ὅτι προφήτης ἦν.
33 ୩୩ ସେଟାର୍ପାଇ ସେମନ୍ ଆମେ ନାଜାନୁ । ବଲି ଜିସୁକେ କଇଲାଇ । ତାର୍ପଚେ ଜିସୁ ସେମନ୍କେ କଇଲା, “ଏନ୍ତି ବଇଲେ ମୁଇ ମିସା କନ୍ ଅଦିକାରେ ଏସବୁ କାମ୍ କଲିନି, ସେଟା ତମ୍କେ ନ କଇ ।”
καὶ ἀποκριθέντες τῷ Ἰησοῦ λέγουσιν Οὐκ οἴδαμεν. καὶ ὁ Ἰησοῦς λέγει αὐτοῖς Οὐδὲ ἐγὼ λέγω ὑμῖν ἐν ποίᾳ ἐξουσίᾳ ταῦτα ποιῶ.