< ମାର୍କ 13 >
1 ୧ ଜିସୁ, ଜିଉଦିମନର୍ ପାର୍ତନା ଗରେଅନି ବାରଇକରି ଜିବାବେଲେ ତାର୍ ଗଟେକ୍ ସିସ୍ ତାକେ କଇଲା, “ଏ ଗୁରୁ ଏଦେ ଦେକା! ବଡ୍ ବଡ୍ ପାକ୍ନାଇ ମନ୍ଦିର୍ କେତେକ୍ ସୁନ୍ଦର୍ ଅଇ ତିଆର୍ ଅଇଲାଆଚେ!”
As he was going out of the temple, one of his disciples said to him, Rabbi, look what prodigious stones and stately buildings are here!
2 ୨ ଜିସୁ ତାକେ କଇଲା, “ତୁଇ ଏ ବଡ୍ ବଡ୍ ପାକ୍ନାଇ ତିଆର୍ ଅଇଲା ପର୍ମେସରର୍ ଗର୍ ଦେକ୍ଲୁସ୍ନି? ଏ ସବୁ ଗର୍ ନସ୍ଟ ଅଇଜାଇସି । ସବୁ ପାକ୍ନାମନ୍ ଡୁଲିକରି ମାଟିତେଇ ଏନେତେନେ ଅଇଜାଇସି, ଗଟେକ୍ ପାକ୍ନା ଆରି ଗଟେକ୍ ପାକ୍ନାର୍ ଉପ୍ରେ ନ ରଏ ।”
Jesus answering, said to him, You see these great buildings. They shall be so razed, that one stone will not be left upon another.
3 ୩ ତାର୍ପଚେ ଜିସୁ ପର୍ମେସରର୍ ଗରର୍ ମୁଆଟେ ରଇଲା ଜିତ୍ ନାଉଁର୍ ଗଚ୍ମନ୍ ରଇବା ଡଙ୍ଗ୍ରେ ବସିରଇଲା । ସେବେଲା ପିତର୍, ଜାକୁବ୍, ଜଅନ୍ ଆରି ଆନ୍ଦ୍ରିୟ, କେ ନ ରଇଲାବେଲେ ତେଇ ଆସିକରି ତାକେ ପାଚାର୍ଲାଇ ।
Afterward, as he was sitting on the Mount of Olives, opposite the temple, Peter, and James, and John, and Andrew, asked him privately,
4 ୪ “ଏ ସବୁ ଗଟ୍ନା କେବେ ଅଇସି ଆରି ସବୁ ଅଇବା ଚିନ୍ମନ୍ କାଇଟା, ଆମ୍କେ କଇଦେ ।” ବଲି କଇଲାଇ ।
Tell us, when will this happen? and what will be the sign, when all this is to be accomplished?
5 ୫ ଜିସୁ ସେମନ୍କେ କଇଲା, “ତମେ ଜାଗ୍ରତ୍ ଅଇକରି ରୁଆ, ତମ୍କେ କେ ମିସା ନ ନାଡାଅତ୍ ।
Jesus answering them, took occasion to say, Take heed that no man seduce you;
6 ୬ କାଇକେବଇଲେ ବେସି ଲକ୍ମନ୍ ମର୍ ନାଉଁ ଦାରି, ସେମନ୍ କିରିସ୍ଟ ବଲି ବେସି ଲକ୍ମନ୍କେ ବୁଲ୍କାଇବାଇ ।
for many will assume my character, saying, I am the person, and will seduce many.
7 ୭ ମାତର୍ ଜେଡେବେଲେ ତମେ ଜୁଇଦର୍ ବିସଇ ନଇଲେ ଜୁଇଦ୍ ଇତି ଅଇସି ନଇଲେ ସିତି ଅଇସି ବଲିକରି ଲକ୍ମନ୍ କଇବାଟା ସୁନ୍ଲେ, କିଲ୍ବିଲ୍ ନ ଉଆ । ଏ ସବୁ ଗଟ୍ନା ଅଇସି, ମାତର୍ ସେଦାପ୍ରେ ଆକା ଜୁଗ୍ ସେସ୍ ନଏଁ ।
But when you hear of wars and rumors of wars, be not alarmed; for this must happen, but the end is not yet.
8 ୮ କାଇକେବଇଲେ, ଗଟେକ୍ ଦେସର୍ ଲକ୍ମନ୍ ଆରି ଗଟେକ୍ ଦେସର୍ ଲକ୍ମନର୍ ବିରଦେ ଜୁଇଦ୍ କର୍ବାଇ । ଗଟେକ୍ ରାଇଜ୍ ଆରିଗଟେକ୍ ରାଇଜର୍ ବିରଦେ ଉଟ୍ବାଇ । ବେସି ଜାଗାଇ ଦର୍ତନି ଚୁଲ୍ବୁଲ୍ସି, ଆରି ବେସି ଜାଗାଇ ମର୍ଡି ଅଇସି । ଏସବୁ ଗଟ୍ନା ଗଟେକ୍ ପିଲା ଜନମ୍ ଅଇବା ଆଗ୍ତୁ ଆଇବା ଦୁକାସୁକା ପାରା ଅଇସି ।”
For nation will rise against nation, and kingdom against kingdom; and there will be earthquakes in sundry places, and there will be famines and commotions. These are the prelude of woes.
9 ୯ “ଏନ୍ତି ସବୁ ଅଇବା ବେଲା ତମେ ଜାଗ୍ରତ୍ ରୁଆ । ଲକ୍ମନ୍ ତମ୍କେ ବାନ୍ଦିକରି ବିଚାର୍ କର୍ବା ଲକ୍ମନ୍କେ ସର୍ପିଦେବାଇ । ସେମନ୍ ନିଆଇ କର୍ବା ଜାଗାଇ ତମ୍କେ ମାରିପାକାଇବାଇ । ତମେ ମର୍ ସିସ୍ ଅଇରଇବା ଲାଗି, ସାସନ୍ କର୍ବା ଲକ୍ମନର୍ଟାନେ ଆରି ରାଜାମନର୍ ମୁଆଟେ ଟିଆ କରାଇବାଇ । ତମେ ମର୍ଟାନେ ବିସ୍ବାସ୍ କଲା ବିସଇ ତେଇ ସାକି ଦେଇସା ।
But take heed to yourselves; for they will deliver you to councils; and you will be beaten in the synagogues, and brought before governors and kings for my sake, to bear testimony to them.
10 ୧୦ ଏ ସବୁ ଗଟ୍ନା ଅଇଜିବା ଆଗ୍ତୁ, ସବୁ ଦେସର୍ ଲକ୍ମନର୍ ଲଗେ, ଏ ନିମାନ୍ କବର୍ କେଟ୍ବାର୍ ଆଚେ ।
The good tidings, however, must first be published among all nations.
11 ୧୧ ସେମନ୍ ତମ୍କେ ବନ୍ଦିକରି ବିଚାର୍ କର୍ବା ବେଲେ ତେଇ କାଇଟା କଇବୁ ବଲିକରି ଆଗ୍ତୁ ଚିନ୍ତା କରାନାଇ । ତମେ କାଇଟା କଇବାର୍ ଆଚେ, ସେ କାତା ପର୍ମେସର୍ ତମ୍କେ ସମାନ୍ ବେଲାଇ ଦେଇସି । କାଇକେବଇଲେ ସେ ବେଲାଇ ତମେ ନିଜେ ନ କୁଆସ୍ ମାତର୍ ସୁକଲ୍ଆତ୍ମା ତମର୍ଟାନେଅନି କାତା କଇସି ।
But when they conduct you, to deliver you up, have no anxiety beforehand, nor premeditate what you shall speak: but whatever shall be suggested to you in that moment, speak; for it is not you that shall speak, but the Holy Spirit.
12 ୧୨ ବାଇ ବାଇକେ ମରାଇବାତେଇ ସର୍ପିଦେବାଇ ଆରି ବାବା ପିଲାକେ ମରାଇବାତେଇ ସର୍ପି ଦେବାଇ ଆରି ପିଲାଟକିମନ୍ ତାକର୍ ମାଆ ବାବା ବିରୁଦେ ଉଟିକରି ସେମନ୍କେ ମରାଇବାକେ ସର୍ପିଦେବାଇ ।
Then the brother will deliver up the brother to death; and the father the child; and children will arise against their parents, and procure their death.
13 ୧୩ ତମେ ମର ସିସ୍ ଅଇରଇଲାର୍ ଲାଗି ସବୁ ଲକ୍ମନ୍ ତମ୍କେ ଗିନ୍ କର୍ବାଇ । ମାତର୍ ଜେ ସାରାସାରି ଜାକ ମୁର୍ଚି କରି ରଇସି, ସେ ରକିଆପାଇସି ।”
And on my account you shall be universally hated; but the man who perseveres to the end, shall be saved.
14 ୧୪ “ମାତର୍ ତମେ ଜେଡେବେଲା କେ ମନ୍ ନ କର୍ବାଟା ଆରି ନାସ୍ ଅଇବା ଦିନ୍ସୁ ଜନ୍ଟାକି ସୁକଲ୍ ଜାଗାଇ ସଙ୍ଗଇବାର୍ ନଏଁ, ସେ ଜାଗାଇ ସଙ୍ଗଇବାଟା ଦେକ୍ଲେ, ତମେ ସେ ଜାଗାଇଅନି ପାଲାଇବାର୍ ଆଚେ । ଏ ବିସଇ ପଡ୍ବା ଲକ୍ମନ୍, ତମେ ଏ କାତା ବୁଜା । ସେବେଲେ ଜନ୍ ଲକ୍ମନ୍ ଜିଉଦା ରାଇଜେ ରଇବାଇ, ସେମନ୍ ଡଙ୍ଗ୍ରେ ପାଲାଅତ୍ ।
But when you shall see standing on forbidden ground, the desolating abomination, (reader, attend!) then let those in Judea flee to the mountains;
15 ୧୫ ଜଦି କେ ଗରର୍ ଚାଉନି ଉପ୍ରେ ରଇସିବଇଲେ, ସେ ଗର୍ ବିତ୍ରେ ତାର୍ କାଇମିସା ଦିନ୍ସୁ ଆନ୍ବି ବଲିକରି ନ ଜାଅ ।
and let not him who shall be on the roof, go down into the house, nor enter it, to carry anything out of his house:
16 ୧୬ ଜଦି କେ ଚାସ୍ ରଇବା ପଦାଇ ରଇସି, ସେ ତାର୍ ଚାଦର୍ ଆନ୍ବାକେ ଗରେ ବାଉଡି ନ ଜାଅ ।
and let not him who shall be in the field, turn back to fetch his mantle.
17 ୧୭ ଗାଗ୍ଡେ ରଇଲା ମାଇଜିମନର୍ପାଇ ଆରି ଦୁଦ୍ କୁଆଇବା ମାଇଜିମନର୍ ପାଇ ସେବେଲେ ପାଲାଇବାକେ ବେସି କସ୍ଟ ଅଇସି ।
But alas for the women with child, and for them who give suck in those days!
18 ୧୮ ଏ ସବୁ ଗଟ୍ନା ସିତ୍ ଦିନେ ନ ଅଇବାକେ ପାର୍ତନା କରା ।
Pray, then, that your flight happen not in the winter;
19 ୧୯ କାଇକେବଇଲେ ପର୍ମେସର୍ ଏ ଦୁନିଆ ତିଆର୍କଲା ଦିନେଅନି ଆଜିକେ ଜାକ ସେନ୍ତାରି ଦୁକ୍ କସ୍ଟ ଅଏନାଇ ଆରି ପଚେ କେବେମିସା ନ ଅଏ । ସେନ୍ତି ବେସି ଦୁକ୍ କସ୍ଟର୍ ଗଟ୍ନା ସେ ଦିନ୍ମନ୍କେ ଅଇସି ।
because there shall be such affliction in those days, as has not been before, from the beginning of the world, which God created, nor shall be ever after.
20 ୨୦ ଜଦି ପର୍ମେସର୍ ଅପର୍ବଲ୍ ଦୁକର୍ ଦିନ୍ମନ୍ ଉନା ନ କରି ରଇଲେ, ତେବେ ଦୁନିଆର୍ କେ ମିସା ରକିଆ ନ ପାଇକରି ମରି ଜିବାର୍ ଅଇତା । ମାତର୍ ସେ ଜନ୍ ଲକ୍ମନ୍କେ ବାଚିଆଚେ ସେ ଲକ୍ମନର୍ପାଇ ସେ ଦୁକର୍ ଦିନ୍ମନ୍ ଉନା କଲାଆଚେ ।”
Had the Lord assigned it a long duration, no soul could escape; but for the sake of the people whom he had elected, he has made its duration the shorter.
21 ୨୧ ସେବେଲେ କେ ଜଦି ତମ୍କେ ଇତି କିରିସ୍ଟ ଆଚେ । ନଇଲେ ତେଇ ସେ ଆଚେ । ବଲି କଇସି, ତାକେ ବିସ୍ବାସ୍ କରା ନାଇ ।
Then if any one shall say to you, Lo! the Messiah is here, or Lo! he is yonder, believe it not.
22 ୨୨ ସେଦିନ୍ମନ୍କେ ମୁଇଆକା କିରିସ୍ଟ । ବଲିକରି ମିଚ୍ କଇବା ବବିସତ୍ କଇବାଲକ୍, ବିନ୍ ବିନ୍ ରକାମର୍ ଚିନ୍ ଆରି କାବା ଅଇଜିବା କାମ୍ମନ୍ ଦେକାଇବାଇ । ପର୍ମେସର୍ ବାଚ୍ଲା ଲକ୍ମନ୍ ତମ୍କେ ମିସା ନାଡାଇବାକେ ଚେସ୍ଟା କର୍ବାଇ ।
For false Messiahs and false prophets will arise, who will perform wonders and prodigies, in order to impose, if possible, even on the elect.
23 ୨୩ ସେଦିନ୍ମନ୍କେ କାଇ କାଇଟା ଅଇସି ସେ ବିସଇନେଇ ତମେ ଜାଗ୍ରତ୍ ଅଇ ରୁଆ । ସେଟାର୍ପାଇ, ଦେକା ସେ ବେଲା ନ ଆଇବା ଆଗ୍ତୁ ମୁଇ ତମ୍କେ ଜାନାଇଦେଲିନି ।
Be you, therefore, upon your guard: remember, I have warned you of everything.
24 ୨୪ ସେଦିନ୍ମନ୍କେ, ସେ ଦୁକର୍ ଗଟ୍ନା ଅଇଲାପଚେ ବେଲ୍ ଉଜଲ୍ ନ ଦେଇକରି ଆନ୍ଦାର୍ ଅଇଜାଇସି ଆରି ଜନ୍ ମିସା ଉଜଲ୍ ନ ଦେଏ ।
But in those days, after that affliction, the sun shall be darkened, and the moon shall withhold her light,
25 ୨୫ ତାରାମନ୍ ବାଦ୍ଲେଅନି ଅଦର୍ବାଇ ଆରି ବାଦ୍ଲେ ଉଜଲ୍ ରଇବାଟାମନ୍କେ ପର୍ମେସର୍ ଆଲାଇଦେଇସି ।
and the stars of heaven shall fall; and the powers which are in heaven shall be shaken.
26 ୨୬ “ସେବେଲା ନର୍ପିଲା ମୁଇ, ବେସି ବପୁତେଇ ଆରି ଡାକ୍ପୁଟା ସଙ୍ଗ୍ ବାଦଲ୍ଟାନେ ଆଇବାଟା ଲକ୍ମନ୍ ଦେକ୍ବାଇ ।
Then they shall see the Son of Man coming in the clouds with great power and glory.
27 ୨୭ ସେବେଲା ମର୍ ଦୁତ୍ମନ୍କେ ପାଟାଇକରି ଦୁନିଆ ସାର୍ଲାଅନି ଆରି ସରଗ୍ ଚିଡ୍ଲା ତେଇଅନି ପର୍ମେସର୍ ବାଚ୍ଲା ଲକ୍ମନ୍କେ ଟୁଲିଆଇବି ।”
Then he will send his messengers, and assemble his elect from the four quarters of the world, from the extremities of heaven and earth.
28 ୨୮ “ଏବେ ଡୁମ୍ରି ଗଚର୍ ଉଦାଅରନ୍ ଅନି ଏ ବିସଇ ସିକା । ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କରି, କାଁଚାପତ୍ରିଆ ଡିସ୍ଲେ, କାରାଦିନ୍ କେଟ୍ଲା ବଲିକରି ତମ୍କେ କେ ନ କଇଲେମିସା ଜାନାସ୍ ।
Learn now a similitude from the fig tree. When its branches become tender, and put forth leaves, you know that the summer is nigh.
29 ୨୯ ସେନ୍ତିସେ ତମେ ଏ ସବୁ ଗଟ୍ନା ଦେକ୍ବାବେଲେ, ମୁଇ ଆଇବା ଦିନ୍ କେଟ୍ଲା, ବଲିକରି ଜାନ୍ସା ।
In like manner, when you shall see these things happen, know that he is near, even at the door.
30 ୩୦ ମୁଇ ତମ୍କେ ସତ୍କାତା କଇଲିନି, ଏ ଗଟ୍ନା ନ ଅଇବାଜାକ, ଏବେ ରଇଲା ଲକ୍ମନ୍ ନ ମରତ୍ ।
Indeed, I say to you, that this generation shall not pass, till all these things be accomplished.
31 ୩୧ ବାଦଲ୍ ଆରି ତେଇ ଉଜଲ୍ ଅଇ ରଇବାଟାମନ୍, ଦୁନିଆଇ ଆରି ତେଇରଇବା ସବୁ ଦିନ୍ସୁ ନାସ୍ ଅଇବା ସାରାସାରି ଦିନ୍ ଆଇସି, ମାତର୍ ମର୍ ବାକିଅ କେବେ ମିସା ନ ସାରେ ।”
For heaven and earth shall fail: but my words shall not fail.
32 ୩୨ “ମାତର୍ ସବୁ ଗଟ୍ନା କେବେ ଆରି ଜେଡେବେଲା ଅଇସି ବଲିକରି କେ ମିସା ନାଜାନତ୍ । ସରଗର୍ ଦୁତ୍ କି ସତ୍ ମାପ୍ରୁର୍ ପିଲା ମୁଇ ମିସା ନାଜାନି । ମର୍ ବାବା ପର୍ମେସର୍ ଗଟେକ୍ ଲକ୍ସେ ଜାନିଆଚେ ।
But of that day, or of that hour, knows none, (not the angels; no, not the Son, ) but the Father.
33 ୩୩ ସେ ଦିନ୍ କି ବେଲା କେବେ ଆଇସି, ସେଟା ତମେ କେ ନାଜାନାସ୍ । ସେଟାର୍ପାଇ ତମେ ଜାଗ୍ରତ୍ ଅଇ ତିଆର୍ଅଇ ରୁଆ ।
Be circumspect, be vigilant, and pray; for you know not when that time will be.
34 ୩୪ ମୁଇ ଆଇବା ଦିନ୍, ଏନ୍ତି ଗଟେକ୍ ଲକ୍ ତାର୍ ଗର୍ ଚାଡି ବିନ୍ ଦେସେ ଜିବା ବିସଇ ସମାନ୍ କରିଅଇସି । ସେ ନିଜର୍ ଗତିଦାଙ୍ଗ୍ଡାମନ୍କେ ଡାକିକରି ସେମନ୍ କାଇ କାଇ କାମ୍ କର୍ବାର୍ଆଚେ, ସେ ସବୁ ବିସଇ ସେମନ୍କେ କଇଲା । ବାଟ୍ ଡିଆଗଡି ଜାଗ୍ବା ଗତିଦାଙ୍ଗ୍ଡାକେ ଡାକିକରି ସେ ବାଉଡି ଆଇବା ଜାକ ଜାଗିକରି ରଇବାକେ କଇକରି ଗାଲା ।
When a man intends to travel, he leaves his household in charge to his servants, assigns to every one his task, and orders the porter to watch.
35 ୩୫ ତମେମିସା ଜାଗୁଆଲର୍ ପାରା ଜାଗ୍ରତ୍ ଅଇ ରୁଆ । କାଇକେବଇଲେ ସାଉକାର୍ ସଞ୍ଜ୍ବେଲା, କି ମଜାରାତି, କି କୁକ୍ଡାଡାକେ କି ସାକ୍ଲିଆ ଆଇସି ସେଟା ତମେ ନାଜାନାସ୍ ।
Watch you, therefore; for you know not when the master of the house will return, (whether in the evening, or at midnight, or at cock-crowing, or in the morning; )
36 ୩୬ ଜଦି ସେ ଅଟାତ୍ ଆସିକରି ଦେକ୍ଲାବେଲେ, ତମେ ଇସ୍ରାଇଲର୍ ଲକ୍ମନର୍ ପାରା ରଇବାଟା ସେ ଦେକ୍ବାର୍ନାଇ ।
lest coming suddenly, he find you asleep.
37 ୩୭ ମୁଇ ତମ୍କେ କାଇଟା କଇଲିନି, ସେ ବିସଇସେ ସବୁ ଲକ୍କେ କଇଲିନି । ମୁଇ ଆଇବା ଦିନ୍ପାଇ ତିଆର୍ ଅଇକରି ସବୁବେଲା ଜାଗ୍ରତ୍ ଅଇକରି ରୁଆ ।”
Now what I say to you, I say to all, Watch.