< ମାର୍କ 14 >
1 ୧ ନିସ୍ତାର୍ ପରବ୍ ଆରି କମିର୍ ନ ମିସାଇ ରୁଟି କାଇବା ପରବ୍ ଅଇବାକେ ଆରି ଦୁଇଦିନ୍ ବାକିରଇଲା । ସେବେଲେ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ କେ ନାଜାନ୍ତେ ଜିସୁକେ କେନ୍ତି ବନ୍ଦିକରି ମରାଇଅଇସି ବଲିକରି ବୁଦି ପାଁଚ୍ତେରଇଲାଇ ।
दो दिन के बाद फ़सह और 'ईद — ए — फ़ितर होने वाली थी और सरदार काहिन और फ़क़ीह मौक़ा ढूँड रहे थे कि उसे क्यूँकर धोखे से पकड़ कर क़त्ल करें।
2 ୨ ମାତର୍ ସେମନ୍ କଇଲାଇ, “ପରବ୍ ଦିନ୍ମନ୍କେ ତାକେ ବନ୍ଦିକରି ନଏଁ । କାଇକେବଇଲେ ଲକ୍ମନ୍ ଗଣ୍ଡ୍ଗଲ୍ କର୍ବାଇ ।”
क्यूँकि कहते थे ई'द में नहीं “ऐसा न हो कि लोगों में बलवा हो जाए”
3 ୩ ଜିସୁ ବେତ୍ନିଆ ଗଡେ ଆଗ୍ତୁ ବଡ୍ ରଗ୍ ଅଇଲା ସିମନର୍ ଗରେ କାଇବାକେ ବସ୍ଲାବେଲେ, ଗଟେକ୍ ମାଇଜି କାଁଚେ ବେସି ଦାମ୍ ଦେବା ବାସ୍ନା ଚିକନ୍ ଆନିକରି କାଁଚର୍ ଗାଲା ବାଙ୍ଗାଇ, ଜିସୁର୍ ମୁଣ୍ଡେ ରକଇଦେଲା ।
जब वो बैत अन्नियाह में शमौन जो पहले कौढ़ी था उसके घर में खाना खाने बैठा तो एक औरत जटामासी का बेशक़ीमती इत्र संगे मरमर के इत्र दान में लाई और इत्र दान तोड़ कर इत्र को उसके सिर पर डाला।
4 ୪ ମାତର୍ ତେଇ ରଇବା କେତେକ୍ ଲକ୍ମନ୍ ରିସାଅଇ ନିଜର୍ ନିଜର୍ ବିତ୍ରେ କାତା ଅଇଲାଇ, “ଏ ଚିକନ୍ କାଇକେ ବେକାର୍ ବେକାର୍ ନସ୍ଟ କରି ପାକାଇଲାନି?
मगर कुछ अपने दिल में ख़फ़ा हो कर कहने लगे “ये इत्र किस लिए ज़ाया किया गया।
5 ୫ ଏଟା ବର୍ସେକର୍ କାମାଇଲାତେଇଅନି ଅଦିକ୍ ଡାବୁକେ ବିକି ଗରିବ୍ ଲକ୍ମନ୍କେ ଦେବାର୍ ଅଇତା ।” ବଲିକରି ସେମନ୍ ସେ ମାଇଜିକେ ବେସି କଇପାକାଇଲାଇ ।
क्यूँकि ये इत्र तक़रीबन तीन सौ दिन की मज़दूरी से ज़्यादा की क़ीमत में बिक कर ग़रीबों को दिया जा सकता था” और वो उसे मलामत करने लगे।
6 ୬ ମାତର୍ ଜିସୁ ସେମନ୍କେ କଇଲା, “ସେ ମାଇଜିକେ ଚାଡିଦିଆସ୍, କାଇକେ ତାକେ ଲାଗିକରି କସ୍ଟ ଦେଲାସ୍ନି? ସେ ମର୍ପାଇ ନିକ କାମ୍ କଲାଆଚେ ।
ईसा ने कहा “उसे छोड़ दो उसे क्यूँ दिक़ करते हो उसने मेरे साथ भलाई की है।
7 ୭ କାଇକେବଇଲେ, ଗରିବ୍ ଲକ୍ମନ୍ ସବୁବେଲା ତମର୍ସଙ୍ଗ୍ ଆଚତ୍ । ତମେ ଜେଡେବେଲା ମନ୍କଲେ, ସେଡେବେଲା ସେମନ୍କେ ସାଇଜ କରିପାରାସ୍ । ମାତର୍ ମୁଇ ଆରି ବେସିଦିନ୍ ତମର୍ ସଙ୍ଗ୍ ନ ରଇ ।
क्यूँकि ग़रीब और ग़ुरबा तो हमेशा तुम्हारे पास हैं जब चाहो उनके साथ नेकी कर सकते हो; लेकिन मैं तुम्हारे पास हमेशा न रहूँगा।
8 ୮ ଏ ମାଇଜି ଜେତ୍କି ପାର୍ଲା, ସେତ୍କି କଲାଆଚେ । ସେ ମର୍ ମଲା ଗାଗଡ୍ ମସ୍ନେ ତପ୍ବା ଆଗ୍ତୁ ଚିକନ୍ ଲାଗାଇଦେଲା ଆଚେ ।
जो कुछ वो कर सकी उसने किया उसने दफ़्न के लिए मेरे बदन पर पहले ही से इत्र मला।
9 ୯ ମୁଇ ତମ୍କେ ସତ୍କାତା କଇଲିନି, ଗୁଲାଇ ଜଗତେ ଜନ୍ ଜାଗାଇ ମିସା ମାପ୍ରୁର୍ ନିକ କବର୍ ଜାନାଇଅଇସି । ଏ ମାଇଜି ଜାଇଟା କଲାଆଚେ, ତାକେ ଏତାଇକରି ସେଟା ମିସା କଇବାଇ ।”
मैं तुम से सच कहता हूँ कि, तमाम दुनिया में जहाँ कहीं इन्जील की मनादी की जाएगी, ये भी जो इस ने किया उस की यादगारी में बयान किया जाएगा।”
10 ୧୦ ତାର୍ପଚେ ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଇସ୍କାରିୟତ୍ ଜିଉଦା ନାଉଁର୍ ଗଟେକ୍ ସିସ୍ ଜିସୁକେ ମୁକିଅ ପୁଜାରିମନର୍ ଆତେ ଦାରାଇଦେବାକେ ରାଜିଅଇକରି ସେମନର୍ ଲଗେ ଗାଲା ।
फिर यहूदाह इस्करियोती जो उन बारह में से था, सरदार काहिन के पास चला गया ताकि उसे उनके हवाले कर दे।
11 ୧୧ ସେ ମୁକିଅ ପୁଜାରିମନ୍ ଜିଉଦାର୍ କାତା ସୁନିକରି ବେସି ସାର୍ଦା ଅଇଗାଲାଇ । ଏ କାମ୍ କଲେ ସେମନ୍ ଇସ୍କାରିୟତ୍ ଜିଉଦାକେ ଡାବୁ ଦେବୁ ବଲିକରି ପର୍ମାନ୍ କରି କଇଲାଇ । ସେଟାର୍ପାଇ ଇସ୍କାରିୟତ୍ ଜିଉଦା ଜିସୁକେ ମୁକିଅ ପୁଜାରିମନ୍କେ ଦାରାଇ ଦେବାକେ ବେଲା କଜ୍ଲା ।
वो ये सुन कर ख़ुश हुए और उसको रुपऐ देने का इक़रार किया और वो मौक़ा ढूँडने लगा कि किस तरह क़ाबू पाकर उसे पकड़वा दे।
12 ୧୨ କମିର୍ ନ ମିସାଇକରି ରୁଟି ତିଆର୍କରି କାଇବା ବଜିର୍ ପରବର୍ ପର୍ତୁମ୍ ଦିନେ, ରକିଆ ପାଇବା ପରବେ ମେଣ୍ଡାପିଲା ପୁଜ୍ବାଇ । ସେଦିନେ ଜିସୁର୍ ସିସ୍ମନ୍ ତାକେ “ତର୍ପାଇ ରକିଆ ପାଇବା ପରବର୍ ବଜି ସବୁ ଟିକ୍ କର୍ବାକେ ଆମେ କନ୍ ଜାଗାଇ ଜିବୁ ବଲିକରି ତୁଇ ମନ୍ କଲୁସ୍ନି?”
ई'द 'ए फ़ितर के पहले दिन या'नी जिस रोज़ फ़सह को ज़बह किया करते थे “उसके शागिर्दों ने उससे कहा? तू कहाँ चाहता है कि हम जाकर तेरे लिए फ़सह खाने की तैयारी करें।”
13 ୧୩ ସେଟାର୍ପାଇ ଜିସୁ ତାର୍ ଦୁଇଟା ସିସ୍ମନ୍କେ ଡାକିକରି କଇଲା ତମେ ଗଡେ ଜା । ତେଇ ଗଟେକ୍ ବଡ୍ଟା ଆଣ୍ଡିତେଇ ପାନି ନେବା ଲକ୍କେ ଦେକ୍ସା । ତମେ ତାର୍ ପଚେ ପଚେ ଜା ।
उसने अपने शागिर्दो में से दो को भेजा और उनसे कहा “शहर में जाओ एक शख़्स पानी का घड़ा लिए हुए तुम्हें मिलेगा, उसके पीछे हो लेना।
14 ୧୪ ସେ ପାନିନେବା ଲକ୍ ଗଟେକ୍ ଗରେ ପୁର୍ସି । ତମେ ମିସା ସେ ଗର୍ ବିତ୍ରେ ପୁରିକରି ସେ ଗରର୍ ସାଉକାର୍କେ କୁଆ, “ଆମର୍ ଗୁରୁ ପାଚାର୍ଲାନି, ମୁଇ ମର୍ ସିସ୍ମନର୍ ସଙ୍ଗ୍ ରକିଆ ପାଇବା ପରବର୍ ବଜି କର୍ବା ବାକ୍ରା କନ୍ତି ଆଚେ?
और जहाँ वो दाख़िल हो उस घर के मालिक से कहना ‘उस्ताद कहता है? मेरा मेहमानख़ाना जहाँ मैं अपने शागिर्दों के साथ फ़सह खाउँ कहाँ है।’
15 ୧୫ ସେ ଗରର୍ ସାଉକାର୍ ତମ୍କେ ଗର୍ ଉପ୍ରେ ରଇବା ନିମାନ୍ ସଜାଇଅଇରଇଲା ଗଟେକ୍ ବଡ୍ଟା ବାକ୍ରା ଦେକାଇଦେଇସି । ତେଇ ଆମର୍ପାଇ କାଇବା କାଦି ତିଆର୍କରା ।” ବଲି ପାଟାଇଲା ।
वो आप तुम को एक बड़ा मेहमानख़ाना आरास्ता और तैयार दिखाएगा वहीं हमारे लिए तैयारी करना।”
16 ୧୬ ତାର୍ ପଚେ ଦୁଇଟା ସିସ୍ମନ୍ ସେ ଗରେ ଗାଲାଇ । ତେଇ ଜିସୁ ସେମନ୍କେ ଜେନ୍ତି କଇରଇଲା, ସବୁ ସେନ୍ତି ଦେକ୍ଲାଇ । ସେଟାର୍ପାଇ ସେମନ୍ ତେଇ ନିସ୍ତାର୍ ପରବର୍ ବଜି ତିଆର୍କଲାଇ ।
पस शागिर्द चले गए और शहर में आकर जैसा ईसा ने उन से कहा था वैसा ही पाया और फ़सह को तैयार किया।
17 ୧୭ ସଞ୍ଜ୍ ଅଇଲାକେ ଜିସୁ ତାର୍ ସିସ୍ମନ୍କେ ଡାକିନେଇ ତେଇ କେଟ୍ଲା ।
जब शाम हुई तो वो उन बारह के साथ आया।
18 ୧୮ ସେମନ୍ ବସି କାଇବାବେଲେ ଜିସୁ କଇଲା, “ମୁଇ ତମ୍କେ ସତ୍କାତା କଇଲିନି, ଏବେ ତମର୍ ବିତ୍ରେଅନି ଗଟେକ୍ ଲକ୍ ଜେକି ଆମର୍ ସଙ୍ଗ୍ କାଇଲାନି, ସେ ମକେ ସତ୍ରୁମନ୍କେ ଦାରାଇଦେଇସି ।”
और जब वो बैठे खा रहे थे तो ईसा ने कहा “मैं तुम से सच कहता हूँ कि तुम में से एक जो मेरे साथ खाता है मुझे पकड़वाएगा।”
19 ୧୯ ଏ କାତା ସୁନିକରି ସିସ୍ମନ୍ ବେସି ମନ୍ଦୁକ୍ ଅଇଲାଇ । ସବୁଲକ୍ ଗଟେକ୍ ଗଟେକ୍ ଅଇକରି ଜିସୁକେ ସେଲକ୍ ମୁଇ କି? ବଲିକରି ପାଚାର୍ଲାଇ ।
वो दुखी होकर और एक एक करके उससे कहने लगे, “क्या मैं हूँ?”
20 ୨୦ ଜିସୁ ସେମନ୍କେ କଇଲା, “ତମର୍ ବାର ଲକର୍ ବିତ୍ରେଅନି ଜନ୍ ଲକ୍ ମର୍ସଙ୍ଗ୍ ଗିନାତେଇ ରୁଟି ଚବାଲିଆଚେ, ସେ ଆକା ।”
उसने उनसे कहा, “वो बारह में से एक है जो मेरे साथ थाल में हाथ डालता है।
21 ୨୧ “ମର୍ ବିସଇ ପର୍ମେସରର୍ ସାସ୍ତରେ କେନ୍ତି ଲେକା ଅଇଲାଆଚେ, ସେନ୍ତିସେ ସବୁ ଅଇଲାନି, ସେଟା ସତ୍ସେ, ମାତର୍ ଜାର୍ଟାନେଅନି ନର୍ପିଲା ମୁଇ ସତ୍ରୁମନର୍ ଆତେ ଦାରାଇଅଇବି, ସେ ବେସି ବଡ୍ ଡଣ୍ଡ୍ ପାଇବାଲକ୍ ଆରି ସେ ଜନମ୍ ନ ଅଇରଇଲେ ନିକ ଅଇତା ।”
क्यूँकि इब्न — ए आदम तो जैसा उसके हक़ में लिखा है जाता ही है लेकिन उस आदमी पर अफ़सोस जिसके वसीले से इब्न — ए आदम पकड़वाया जाता है, अगर वो आदमी पैदा ही न होता तो उसके लिए अच्छा था।”
22 ୨୨ ସିସ୍ମନ୍ କାଇବାକେ ବସ୍ଲାବେଲେ, ଜିସୁ ରୁଟିଦାରିକରି ପର୍ମେସର୍କେ ଜୁଆର୍କଲା ଆରି ସେଟା ବାଙ୍ଗାଇ ସେମନ୍କେ ଦେଇକରି କଇଲା, “ନିଆ ଏଟା ମର୍ ଗାଗଡ୍ ।”
और वो खा ही रहे थे कि उसने रोटी ली और बर्क़त देकर तोड़ी और उनको दी और कहा “लो ये मेरा बदन है।”
23 ୨୩ ତାର୍ପଚେ ଅଙ୍ଗୁର୍ ରସ୍ ଦାରି ପର୍ମେସର୍କେ ଜୁଆର୍ କରି ସବୁ ଲକ୍କେ କାଇବାକେ ଦେଲାଜେ ସେମନ୍ କାଇଲାଇ ।
फिर उसने प्याला लेकर शुक्र किया और उनको दिया और उन सभों ने उस में से पिया।
24 ୨୪ ଆରି ସେ ତାର୍ ସିସ୍ମନ୍କେ କଇଲା, ଏଟା ଅଇଲାନି ବେସି ଲକର୍ପାଇ ଜରାଇଲା ମର୍ ବନି । ଏ ବନି ସଙ୍ଗ୍ ପର୍ମେସର୍ ଲକ୍ମନର୍ ସଙ୍ଗ୍ ରାଜିନାମା କଲାନି ।
उसने उनसे कहा “ये मेरा वो अहद का ख़ून है जो बहुतेरों के लिए बहाया जाता है।
25 ୨୫ ମୁଇ ତମ୍କେ ସତ୍ କାତା କଇଲିନି, “ମୁଇ ପର୍ମେସରର୍ ରାଇଜେ ନୁଆ ଅଙ୍ଗୁର୍ ରସ୍ କାଇବା ଦିନ୍ ନ ଆଇବାଜାକ, ଏଟା ଆରି କେବେ ମିସା ନ କାଇ ।”
मैं तुम से सच कहता हूँ कि अंगूर का शीरा फिर कभी न पिऊँगा; उस दिन तक कि ख़ुदा की बादशाही में नया न पिऊँ।”
26 ୨୬ ସବୁ ସିସ୍ମନ୍ ମିସିକରି ପର୍ମେସର୍କେ ଦନିଅବାଦର୍ ଗିତ୍ ଗାଇ ଗାଇ କରି ଜିତ୍ ନାଉଁର୍ ପର୍ବତେ ଗାଲାଇ ।
फिर हम्द गा कर बाहर ज़ैतून के पहाड़ पर गए।
27 ୨୭ ସେବେଲେ ଜିସୁ ସିସ୍ମନ୍କେ କଇଲା, “ତମେ ସବୁଲକ୍ ମକେ ଚାଡିକରି ଉଟିଜାଇସା । ସେଟା ପର୍ମେସରର୍ ସାସ୍ତରେ ଏନ୍ତି ଲେକାଅଇଲାଆଚେ, “ମୁଇ ମେଣ୍ଡା ଗଉଡ୍କେ ମରାଇବି । ତେଇର୍ ମେଣ୍ଡାମନ୍ ଚିନ୍ଚତର୍ ଅଇଜିବାଇ ।”
और ईसा ने उनसे कहा “तुम सब ठोकर खाओगे क्यूँकि लिखा है, ‘मैं चरवाहे को मारूँगा और भेड़ें इधर उधर हो जाएँगी।’
28 ୨୮ “ମାତର୍ ମୁଇ ମଲାଟାନେଅନି ଆରିତରେକ୍ ଉଟ୍ଲାପଚେ, ତମେ ଗାଲିଲି ଦେସେ ଜିବା ଆଗ୍ତୁ, ମୁଇ ତମର୍ ଆଗ୍ତୁ ଆଗ୍ତୁ ଗାଲିଲି ରାଇଜେ ଜିବି ।”
मगर मैं अपने जी उठने के बाद तुम से पहले गलील को जाऊँगा।”
29 ୨୯ ମାତର୍ ପିତର୍ ଜିସୁକେ କଇଲା, “ସବୁ ସିସ୍ମନ୍ ତମ୍କେ ଚାଡିକରି ଗାଲେ ମିସା ମୁଇ ତମ୍କେ କେବେ ନ ଚାଡି ।”
पतरस ने उससे कहा, “चाहे सब ठोकर खाएँ लेकिन मैं न खाउँगा।”
30 ୩୦ ଜିସୁ ତାକେ କଇଲା, “ମୁଇ ତକେ ସତ୍କାତା କଇଲିନି, ଆଜି ରାତି ଦୁଇତର୍ କୁକ୍ଡା ଡାକ୍ବା ଆଗ୍ତୁ, ତୁଇ ମକେ ତିନ୍ତର୍ ଚିନିନାଇ ବଲିକରି କଇସୁ ।”
ईसा ने उससे कहा, “मैं तुझ से सच कहता हूँ। कि तू आज इसी रात मुर्ग़ के दो बार बाँग देने से पहले तीन बार मेरा इन्कार करेगा।”
31 ୩୧ ଏ କାତା ସୁନି ପିତର୍ ଜିସୁକେ ଆରିତରେକ୍ ଡାଟ୍ସଙ୍ଗ୍ କଇଲା, “ମୁଇ ତମର୍ ସଙ୍ଗ୍ ମର୍ବାର୍ ଆଲେ ମିସା କେବେ ତମ୍କେ ନାଜାନି ବଲି ନ କଇ ।” ଆରି ବାକି ସିସ୍ମନ୍ ମିସା ସେନ୍ତିସେ କଇଲାଇ ।
लेकिन उसने बहुत ज़ोर देकर कहा, “अगर तेरे साथ मुझे मरना भी पड़े तोभी तेरा इन्कार हरगिज़ न करूँगा।” इसी तरह और सब ने भी कहा।
32 ୩୨ ତାର୍ପଚେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗେତ୍ସିମନି ନାଉଁର୍ ଗଟେକ୍ ଜାଗାଇ ଆଇଲାଇ । ତେଇ ଜିସୁ ସିସ୍ମନ୍କେ କଇଲା, “ମୁଇ ପାର୍ତନା କର୍ବାବେଲେ ତମେ ଇତି ବସିରୁଆ ।”
फिर वो एक जगह आए जिसका नाम गतसिमनी था और उसने अपने शागिर्दों से कहा, “यहाँ बैठे रहो जब तक मैं दुआ करूँ।”
33 ୩୩ ପିତର୍, ଜଅନ୍ ଆରି ଜାକୁବ୍କେ ତାର୍ ସଙ୍ଗ୍ ମିସ୍ତେ ଡାକିନେଲା । ସେ ଦୁକ୍ଅଇ କିଲ୍ବିଲ୍ ଅଇବାର୍ ବସ୍ଲା ।
और पतरस और या'क़ूब और यूहन्ना को अपने साथ लेकर निहायत हैरान और बेक़रार होने लगा।
34 ୩୪ ଆରି ଜିସୁ, ପିତର୍, ଜାକୁବ୍ ଆରି ଜଅନ୍କେ କଇଲା, “ମର୍ ମନେ ବେସି ଦୁକ୍ ଅଇଗାଲା ଆଚେ । ଜିବନ୍ ଚିଡିଗାଲା ପାରା ଲାଗ୍ଲାନି । ତମେ ଇତି ବସିରଇ ଜାଗିରୁଆ ।”
और उसने कहा “मेरी जान निहायत ग़मगीन है यहाँ तक कि मरने की नौबत पहुँच गई है तुम यहाँ ठहरो और जागते रहो।”
35 ୩୫ ଜିସୁ ତାକର୍ଟାନେଅନି କଣ୍ଡେକ୍ ଦୁରିକେ ଇଣ୍ଡିଜାଇ ଉମ୍ତାଡିଅଇ ବୁଏଁ ଅଦ୍ରିକରି ପର୍ମେସର୍କେ ଏନ୍ତି ପାର୍ତନା କଲା, “ଏନ୍ତି କରିଅଇସି ବଇଲେ, ଏ କସ୍ଟର୍ ବେଲା ମକେ ନ ଆସ ।
और वो थोड़ा आगे बढ़ा और ज़मीन पर गिर कर दुआ करने लगा, कि अगर हो सके तो ये वक़्त मुझ पर से टल जाए।
36 ୩୬ ଏ ମର୍ ବାବା ତୁଇ ମନ୍କଲୁସ୍ ବଇଲେ କାଇ କାମ୍ ମିସା କରିପାରୁସ୍ । ସେଟାର୍ପାଇ ଏ ଦୁକ୍ କସ୍ଟର୍ ମୁତା ମର୍ଟାନେଅନି ଦାରି ଜା । ମାତର୍ ମର୍ ମନ୍ କଲା ଇସାବେ ନ କରି ତମର୍ ମନ୍ କଲା ଇସାବେ କରା” ବଲି ପାର୍ତନା କଲା ।
और कहा “ऐ अब्बा ऐ बाप तुझ से सब कुछ हो सकता है इस प्याले को मेरे पास से हटा ले तोभी जो मैं चाहता हूँ वो नहीं बल्कि जो तू चाहता है वही हो।”
37 ୩୭ ତାର୍ପଚେ ଜିସୁ ତାର୍ ସିସ୍ମନର୍ ଲଗେ ବାଉଡି ଆଇଲାଜେ, ସେମନ୍ ସଇରଇବାଟା ଦେକ୍ଲା । ସେ ପିତର୍କେ କଇଲା, “ସିମନ୍ ପିତର୍, ତମେ ସଇଦେଲାସ୍ନି କି? ଗଟେକ୍ ଗଁଟା ମିସା ଚେତା ରଇ ଜାଗି ନାପାର୍ଲାସ୍ନି?
फिर वो आया और उन्हें सोते पाकर पतरस से कहा “ऐ शमौन तू सोता है? क्या तू एक घड़ी भी न जाग सका।
38 ୩୮ ତମେ ଜେନ୍ତିକି ପରିକାର୍ ପାନ୍ଦେ ନ ଅଦର୍ବାପାଇ ଜାଗି ରଇକରି ପାର୍ତନା କରା । ମନ୍ କର୍ବି ବଲି ମନ୍ କଲାନି ମାତର୍ ଗାଗଡ୍ ନିଚ୍ଲାନି ।”
जागो और दुआ करो, ताकि आज़माइश में न पड़ो रूह तो मुसतैद है मगर जिस्म कमज़ोर है।”
39 ୩୯ ଜିସୁ ଆରିତରେକ୍ ଜାଇକରି ଆଗ୍ତୁର୍ ପାରା କଇକରି ପାର୍ତନା କଲା ।
वो फिर चला गया और वही बात कह कर दुआ की।
40 ୪୦ ତାର୍ପଚେ ସେ ସିସ୍ମନର୍ ଲଗେ ଆରି ତରେକ୍ ବାଉଡି ଆସି ଦେକ୍ଲା । ସେମନ୍ ଆରିତରେକ୍ ସଇଦେଇରଇଲାଇ । ସେମନର୍ ଆଁକିତେଇ ଗୁନ୍ ଡାବି ଆଇତେରଇଲାଜେ ସେମନ୍ ଜିସୁକେ କାଇବଲି ମିସା କଇବାକେ ଜାନି ନାପାର୍ଲାଇ ।
और फिर आकर उन्हें सोते पाया क्यूँकि उनकी आँखें नींद से भरी थीं और वो न जानते थे कि उसे क्या जवाब दें।
41 ୪୧ ଏନ୍ତି ତିନ୍ତର୍ ପାର୍ତନା କରି ସାରାଇଲାପଚେ ଜିସୁ ସିସ୍ମନର୍ଲଗେ ଆରିତରେକ୍ ବାଉଡି ଆଇଲା ଆରି ସେମନ୍କେ କଇଲା, “ଏବେଜାକ ତମେ ପୁଣ୍ଡିକରି ସଇଦେଇ ଆଚାସ୍? ଏତ୍କି ଅଇସିବେ, ଏବେ ନର୍ପିଲା ମକେ, ପାପି ଲକ୍ମନର୍ ଆତେ ଦାରାଇଦେବା ବେଲା ଆସି କେଟ୍ଲା ।
फिर तीसरी बार आकर उनसे कहा “अब सोते रहो और आराम करो बस वक़्त आ पहुँचा है देखो; इब्न — ए आदम गुनाहगारों के हाथ में हवाले किया जाता है।
42 ୪୨ ଉଟା ଆମେ ଜୁବେ । ଏଦେ ଦେକା! ମକେ ସତ୍ରୁମନ୍କେ ଦାରାଇ ଦେବା ଲକ୍ ଆଇଲାଆଚେ ।” ବଲି କଇଲାଇ ।
उठो चलो देखो मेरा पकड़वाने वाला नज़दीक आ पहुँचा है।”
43 ୪୩ ସେ ଦାପ୍ରେ ଜିସୁ ଏ କାତା କଇବାବେଲା, ବାର୍ଟା ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜେକି ଇସ୍କାରିୟତ୍ ଜିଉଦା ଆସି କେଟ୍ଲା । ଆରି ତାର୍ ସଙ୍ଗ୍ ବେସି ଲକ୍ମନ୍ ରଇଲାଇ । ସେ ଲକ୍ମନର୍ ଆତେ କାଣ୍ଡା ଆରି ଟେଙ୍ଗ୍ ଦାରିରଇଲାଇ । ସେ ଲକ୍ମନ୍କେ ମୁକିଅ ପୁଜାରିମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ମୁକିଅ ଜିଉଦି ନେତାମନ୍, ପାଟାଇ ରଇଲାଇ ।
वो ये कह ही रहा था कि फ़ौरन यहूदाह जो उन बारह में से था और उसके साथ एक बड़ी भीड़ तलवारें और लाठियाँ लिए हुए सरदार काहिनों और फ़क़ीहों की तरफ़ से आ पहुँची।
44 ୪୪ ସତ୍ରୁମନର୍ ଆତେ ଦାରାଇଦେବା ଇସ୍କାରିୟତ୍ ଜିଉଦା ଜିସୁକେ ଦେକାଇଦେବାକେ ଏନ୍ତି ଗଟେକ୍ ଚିନ୍ କଇରଇଲା, “ମୁଇ ଜନ୍ ଲକ୍କେ ଚୁମ୍ବି, ସେ ଆକା ଜିସୁ । ତମେ ତାକେ ବନ୍ଦିକରି ଜାଗରତ୍ ସଙ୍ଗ୍ ଦୁରିକେ ଦାରିଜାଇସା ।”
और उसके पकड़वाने वाले ने उन्हें ये निशान दिया था जिसका मैं बोसा लूँ वही है उसे पकड़ कर हिफ़ाज़त से ले जाना।
45 ୪୫ ସେମନ୍ ତେଇ ଆସିକରି କେଟ୍ଲା ଦାପ୍ରେ, ଇସ୍କାରିୟତ୍ ଜିଉଦା ଜିସୁର୍ ଲଗେ ଜାଇକରି “ଏ ଗୁରୁ, ଜୁଆର୍!” ବଲିକରି ଚୁମ୍ଲା ।
वो आकर फ़ौरन उसके पास गया और कहा, “ऐ रब्बी!” और उसके बोसे लिए।
46 ୪୬ ସେବେଲା ସେଲକ୍ମନ୍ ଜିସୁକେ ଦାରି ବନ୍ଦିକରି ନେବାବେଲେ,
उन्होंने उस पर हाथ डाल कर उसे पकड़ लिया।
47 ୪୭ ସେ ଲଗେ ଟିଆଅଇରଇଲା ଜିସୁର୍ ଗଟେକ୍ ସିସ୍ ତାର୍ କାଣ୍ଡା ବେଟି ମୁକିଅ ପୁଜାରିର୍ ଗତି ଦାଙ୍ଗ୍ଡାର୍ ଉଜା କାନ୍ କାଟିଦେଲା ।
उन में से जो पास खड़े थे एक ने तलवार खींचकर सरदार काहिन के नौकर पर चलाई और उसका कान उड़ा दिया।
48 ୪୮ ଜିସୁ ସେ ଲକ୍ମନ୍କେ ପାଚାର୍ଲା, “ମୁଇ କାଇ ଗଟେକ୍ ଅପ୍ରାଦି ଲକ୍ କି, ତମେ କାଣ୍ଡା ଆରି ଟେଙ୍ଗ୍ମନ୍ ଦାରି ମକେ ନେବାର୍ ଆସିଆଚାସ୍?
ईसा ने उनसे कहा “क्या तुम तलवारें और लाठियाँ लेकर मुझे डाकू की तरह पकड़ने निकले हो?
49 ୪୯ ସବୁ ଦିନ୍ ମୁଇ ପାର୍ତନା ଗର୍ମନ୍କେ ସିକାଇଦେବା ବେଲେ ମୁଇ ତମର୍ ସଙ୍ଗ୍ ରଇଲି । ମାତର୍ ସେବେଲେ ମକେ ଦାରାସ୍ନାଇ । ମାତର୍ ପର୍ମେସରର୍ ସାସ୍ତରେ ଜେନ୍ତି ଲେକାଅଇରଇଲା ସେଟା ସବୁ ସତ୍ ଅଇବାକେସେ ଏନ୍ତି ଅଇଲାଆଚେ ।”
मैं हर रोज़ तुम्हारे पास हैकल में ता'लीम देता था, और तुम ने मुझे नहीं पकड़ा लेकिन ये इसलिए हुआ कि लिखा हुआ पूरा हों।”
50 ୫୦ ସେବେଲା ଜିସୁର୍ ସିସ୍ମନ୍ ତାକେ ଚାଡି ଉଟିପାଲାଇଲାଇ ।
इस पर सब शगिर्द उसे छोड़कर भाग गए।
51 ୫୧ ମାତର୍ ସେବେଲା ଗଟେକ୍ ଦାଙ୍ଗ୍ଡା ଅବ୍କା ପାତଲ୍ ଚାଦର୍ ଡାବିଅଇ ଜିସୁର୍ ପଚେ ପଚେ ଜାଇତେରଇଲା । ଲକ୍ମନ୍ ତାକେ ବନ୍ଦିକର୍ବାକେ ଚେସ୍ଟା କଲାଇକେ
मगर एक जवान अपने नंगे बदन पर महीन चादर ओढ़े हुए उसके पीछे हो लिया, उसे लोगों ने पकड़ा।
52 ୫୨ ସେ ଦାଙ୍ଗ୍ଡା ପାତଲ୍ ଚାଦର୍ ଚାଡିକରି ଡୁମ୍ଣ୍ଡା ଉଟିପାଲାଇଲା ।
मगर वो चादर छोड़ कर नंगा भाग गया।
53 ୫୩ ପଚେ ସେ ଲକ୍ମନ୍ ଜିସୁକେ ସବୁର୍ଟାନେଅନି ବଡ୍ପୁଜାରିତେଇ ଦାରିଗାଲାଇ । ମୁକିଅ ପୁଜାରିମନ୍, ପାର୍ଚିନ୍ମନ୍ ଆରି ନିୟମ୍ ଗୁରୁମନ୍ ସବୁଲକ୍ ଗଟେକ୍ ତେଇ ରୁଣ୍ଡ୍ଲାଇ ।
फिर वो ईसा को सरदार काहिन के पास ले गए; और अब सरदार काहिन और बुज़ुर्ग और फ़क़ीह उसके यहाँ जमा हुए।
54 ୫୪ ପିତର୍ ଜିସୁର୍ ଟାନେଅନି ଦୁରିକେ ରଇ ତାର୍ ପଚେ ପଚେ ଗାଲା ଆରି ମୁକିଅ ପୁଜାରିର୍ ଡାଣ୍ଡ୍ବିତ୍ରେ ଗାଲା । ଜାଗୁଆଲ୍ମନର୍ ସଙ୍ଗ୍ ବସିକରି ଜଇ ଚେକ୍ତେରଇଲା ।
पतरस फ़ासले पर उसके पीछे पीछे सरदार काहिन के दिवानख़ाने के अन्दर तक गया और सिपाहियों के साथ बैठ कर आग तापने लगा।
55 ୫୫ ତେଇ ମୁକିଅ ପୁଜାରିମନ୍ ଆରି ବିଚାର୍ କର୍ବା ଜିଉଦି ନେତାମନ୍ ଜିସୁକେ ମର୍ବା ଡଣ୍ଡ୍ ଦେବାକେ ତାର୍ ବିରଦେ ସାକି କଜ୍ତେରଇଲାଇ । ମାତର୍ ସାକି ଦେବାକେ କେ ମିସା ମିଲତ୍ନାଇ ।
और सरदार काहिन सब सद्रे — अदालत वाले ईसा को मार डालने के लिए उसके ख़िलाफ़ गवाही ढूँडने लगे मगर न पाई।
56 ୫୬ ବେସି ଲକ୍ମନ୍ ଆସିକରି ଜିସୁର୍ ବିରଦେ ମିଚ୍ ସାକି କଇଲାଇ, ମାତର୍ ସେମନ୍ ସବୁଲକ୍ ବିନ୍ ବିନ୍ ରକାମର୍ କାତା କଇଲାଇ ।
क्यूँकि बहुतेरों ने उस पर झूठी गवाहियाँ तो दीं लेकिन उनकी गवाहियाँ सहीह न थीं।
57 ୫୭ ସାରାସାରି କେତେ ଲକ୍ ଉଟିକରି ତାର୍ ବିରଦେ ମିଚ୍ ସାକି ଦେଇ ଏନ୍ତି କଇଲାଇ,
फिर कुछ ने उठकर उस पर ये झूठी गवाही दी।
58 ୫୮ “ଲକ୍ମନ୍ ତିଆର୍କଲା ଏ ପର୍ମେସରର୍ ମନ୍ଦିର୍ ମୁଇ ବାଙ୍ଗାଇ ଦେଇ, ସେଟା ତିନ୍ ଦିନ୍ ବିତ୍ରେ ଆରି ତିଆର୍କରିଦେବି, ଜନ୍ଟାକି ଲକ୍ମନ୍ ତିଆର୍ ନ କରିରଅତ୍ ବଲି ସେ କଇବା ଏ କାତା ଆମେ ସୁନିଆଚୁ ।”
“हम ने उसे ये कहते सुना है मैं इस मक़दिस को जो हाथ से बना है ढाऊँगा और तीन दिन में दूसरा बनाऊँगा जो हाथ से न बना हो।”
59 ୫୯ ମାତର୍, ଏନ୍ତି ବଇଲେମିସା ଏ ଲକ୍ମନ୍ କାଇ କାଇ ବିସଇ ସବୁ କଇତେରଇଲାଇ, ସେଟା, ଗଟେକ୍ ଲକର୍ କାତା ଆରି ଗଟେକ୍ ଲକର୍ କାତା ସଙ୍ଗ୍ ନ ମିସ୍ତେରଇଲା ।
लेकिन इस पर भी उसकी गवाही सही न निकली।
60 ୬୦ ତାର୍ପଚେ ସବୁଲକର୍ ଆଗ୍ତୁ ବଡ୍ ପୁଜାରି ଟିଆଅଇକରି ପାଚାର୍ଲା, “ଏ ଲକ୍ମନ୍ ତର୍ ବିରଦେ କେତେ କାତା କଇଲାଇନି, ସେ ବିସଇନେଇ ତକେ କାଇଟା ମିସା କଇବାର୍ ଆଚେ କି?”
“फिर सरदार काहिन ने बीच में खड़े हो कर ईसा से पूछा तू कुछ जवाब नहीं देता? ये तेरे ख़िलाफ़ क्या गवाही देते हैं।”
61 ୬୧ ମାତର୍ ଜିସୁ ଚିମ୍ରା ଅଇକରି ରଇଲା, କାଇଟା ମିସା କଏନାଇ । ବଡ୍ପୁଜାରି ଜିସୁକେ ଆରି ତର୍ ପାଚାର୍ଲା, “ତୁଇ କାଇ ପୁଜା ପାଇବା ପର୍ମେସରର୍ ପଅ କିରିସ୍ଟ କି?”
“मगर वो ख़ामोश ही रहा और कुछ जवाब न दिया? सरदार काहिन ने उससे फिर सवाल किया और कहा क्या तू उस यूसुफ़ का बेटा मसीह है।”
62 ୬୨ ଜିସୁ କଇଲା, “ଉଁ, ମୁଇ ସେ । ଆରି ନର୍ପିଲା ମୁଇ, ପର୍ମେସରର୍ ବେସି ବପୁର୍ ଉଜା ଆତ୍ ବାଟେ ବସିରଇଲାଟା ଆରି ସରଗର୍ ମେଗେ ଆଇବାଟା ଦେକ୍ସା ।”
ईसा ने कहा, “हाँ मैं हूँ। और तुम इब्न — ए आदम को क़ादिर ए मुतल्लिक़ की दहनी तरफ़ बैठे और आसमान के बादलों के साथ आते देखोगे।”
63 ୬୩ ବଡ୍ ପୁଜାରି ଏ କାତା ସୁନିକରି ବେସି ରିସାଅଇଜାଇ ତାର୍ ନିଜର୍ ପଚିଆ ଚିରିପାକାଇଲା ଆରି ସବୁଲକ୍ମନ୍କେ କଇଲା, “ଆମ୍କେ ଆରି କାଇ ସାକି ଦର୍କାର୍?”
सरदार काहिन ने अपने कपड़े फाड़ कर कहा “अब हमें गवाहों की क्या ज़रूरत रही।
64 ୬୪ “ସେ ପର୍ମେସରର୍ ପିଲା ବଲିକରି କଇଲାଟା ତମେ ସୁନିଆଚାସ୍ । ଏବେ ତମେ କାଇଟା ବଲି ବାବ୍ଲାସ୍ନି?” ତେଇ ସବୁ ଲକ୍ମନ୍ ଜିସୁକେ ଦସି କରାଇ, ତାକେ ମର୍ବା ଡଣ୍ଡ୍ ମିଲ ବଲି କଇଲାଇ ।
तुम ने ये कुफ़्र सुना तुम्हारी क्या राय है? उन सब ने फ़तवा दिया कि वो क़त्ल के लायक़ है।”
65 ୬୫ ତେଇ ରଇଲା କେତେ ଲକ୍ମନ୍ ତାର୍ ଉପ୍ରେ ତୁକ୍ବାର୍ ଦାର୍ଲାଇ । କେତେଲକ୍ମନ୍ ତାର୍ ମୁଏଁ ଡାବିକରି ତାକେ ବିଦାସଙ୍ଗ୍ ମାର୍ଲାଇ । ତାକେ କିଜାଇକରି କଇଲାଇ, “ତୁଇ ଜଦି ପର୍ମେସରର୍ କାତା କଇବା ବବିସତ୍ବକ୍ତା ବଇଲେ, ତକେ କେ ମାର୍ଲା କ?” ପଚେ ସନିଅମନ୍ ତାକେ ଦାରିଜାଇକରି ମାର୍ଲାଇ ।
तब कुछ उस पर थूकने और उसका मुँह ढाँपने और उसके मुक्के मारने और उससे कहने लगे “नबुव्वत की बातें सुना! और सिपाहियों ने उसे तमाचे मार मार कर अपने क़ब्ज़े में लिया।”
66 ୬୬ ପିତର୍ ମଜାଡାଣ୍ଡେ ଟିଆଅଇଲାବେଲେ ବଡ୍ ପୁଜାରିର୍ ଗତି ଦାଙ୍ଗ୍ଡି ତେଇ ଆଇଲା ।
जब पतरस नीचे सहन में था तो सरदार काहिन की लौंडियों में से एक वहाँ आई।
67 ୬୭ ପିତର୍ ଜଇ ଚେକ୍ବାବେଲେ ତାକେ ନିମାନ୍ ଦେକିକରି କଇଲା, “ତୁଇମିସା ନାଜରିତର୍ ଜିସୁର୍ ସଙ୍ଗ୍ ରଇଲୁସ୍ ।”
और पतरस को आग तापते देख कर उस पर नज़र की और कहने लगी “तू भी उस नासरी ईसा के साथ था।”
68 ୬୮ ମାତର୍ ପିତର୍ ତାକେ କଇଲା, “ସେଟା ମୁଇ ନଇ, ମୁଇ କେବେ ମିସା ଜିସୁର୍ ସଙ୍ଗ୍ ରଇନାଇ, ତମେ କାଇଟା କଇଲାସ୍ନି ମୁଇ ନାଜାନି ।” ତାର୍ପଚେ ପିତର୍ ଡାଣ୍ଡେ ପୁର୍ବା ବାଟେ ଉଟିଗାଲା ।
उसने इन्कार किया और कहा “मैं तो न जानता और न समझता हूँ।” कि तू क्या कहती है फिर वो बाहर सहन में गया [और मुर्ग़ ने बाँग दी]।
69 ୬୯ ଆରି ତରେକ୍ ଗତିଦାଙ୍ଗ୍ଡି ପିତର୍କେ ଦେକି ତେଇ ଟିଆଅଇଲା ଲକ୍ମନ୍କେ କଇଲା, “ଏ ଲକ୍ ମିସା ଜିସୁର୍ ଦଲେଅନି ଗଟେକ୍ ଲକ୍ ।”
वो लौंडी उसे देख कर उन से जो पास खड़े थे, फिर कहने लगी “ये उन में से है।”
70 ୭୦ ମାତର୍ ପିତର୍ ଆରିତରେକ୍ କଇଲା, “ଏ କାତା ମୁଲ୍କେ ସତ୍ ନାଇ ।” ଆରି କେତେପର୍ ଗାଲା ପଚେ, ତେଇ ରଇଲା ଲକ୍ମନ୍ “ତୁଇ ସେମନର୍ ମାନ୍ଦାଇ ରଇଲୁସ୍ ଆକା, ତୁଇ ଗଟେକ୍ ଗାଲିଲି ଅନି ଆଇଲା ଲକ୍ ପାରା ଡିସ୍ଲୁସ୍ନି ।” ବଲି କଇଲାଇ ।
“मगर उसने फिर इन्कार किया और थोड़ी देर बाद उन्होंने जो पास खड़े थे पतरस से फिर कहा बेशक तू उन में से है क्यूँकि तू गलीली भी है।”
71 ୭୧ ମାତର୍ ପିତର୍ ସାଇପ୍ ଦେଇ ରାନ୍ ପାକାଇ କଇଲା, “ମୁଇ ପର୍ମେସରର୍ ନାଉଁ ଦାରି ପର୍ମାନ୍ କରି କଇଲିନି, ତମେ କାର୍ କାତା କଇଲାସ୍ନି, ମୁଇ ତାକେ ମୁଲ୍କେ ନାଜାନି ।”
“मगर वो ला'नत करने और क़सम खाने लगा में इस आदमी को जिसका तुम ज़िक्र करते हो नहीं जानता।”
72 ୭୨ ପିତର୍ ଏ କାତା କଇଲା ଦାପ୍ରେ କୁକ୍ଡା ଦୁଇତର୍ ଡାକ୍ଲା । ଜିସୁ କଇରଇବା ସବୁ କାତା ପିତର୍ ଏତାଇଲା । ଜିସୁ କଇରଇଲା, କୁକ୍ଡା ଦୁଇତର୍ ଡାକ୍ବା ଆଗ୍ତୁ ତୁଇ ମକେ ତିନ୍ ତର୍ ନାଜାନି ବଲିକରି କଇସାରାଇରଇସୁ ବଲି । ତାର୍ପଚେ ପିତର୍ ବେସି ଦୁକ୍କରି କାନ୍ଦ୍ବାର୍ ଦାର୍ଲା ।
और फ़ौरन मुर्ग़ ने दूसरी बार बाँग दी पतरस को वो बात जो ईसा ने उससे कही थी याद आई “मुर्ग़ के दो बार बाँग देने से पहले तू तीन बार इन्कार करेगा” और उस पर ग़ौर करके रो पड़ा।