< ମାର୍କ 15 >
1 ୧ ସାକାଲ୍ ସାକାଲ୍ ପାର୍ତନା ଗରର୍ ମୁକିଅ ପୁଜାରିମନ୍, ମୁକିଅ ନେତାମନ୍, ଜିଉଦି ନେତାମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ଜିଉଦି ଲକ୍ମନ୍କେ ସାସନ୍ କର୍ବା ସବୁ ରକାମର୍ ନେତାମନ୍ ଜିସୁକେ କାଇଟା କର୍ବାର୍ ଆଚେ? ବଲି ଗଟେକ୍ ବଡ୍ ପଁଚାଦି କଲାଇ । ସେମନ୍ ତାକେ ବାନ୍ଦିକରି ସାସନ୍ କର୍ବା ପିଲାତ୍କେ ସର୍ପିଦେଲାଇ ।
A zaraz rano naradziwszy się przedniejsi kapłani z starszymi i z nauczonymi w Piśmie i ze wszystką radą, związali Jezusa, i wiedli go, i podali Piłatowi.
2 ୨ ପିଲାତ୍ ଜିସୁକେ ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା?” ଜିସୁ ତାକେ କଇଲା, “ତୁଇ ଜନ୍ଟା ପାଚାର୍ଲୁସ୍ନି, ସେଟା ସତ୍ସେ ।”
I pytał go Piłat: Tyżeś jest król Żydowski? A on mu odpowiadając rzekł: Ty powiadasz.
3 ୩ ମୁକିଅ ପୁଜାରିମନ୍ ଜିସୁକେ ଦସ୍ ଦେଇ କଇବାର୍ ଦାର୍ଲାଇ ।
I skarżyli nań przedniejsi kapłani o wiele rzeczy: (ale on nic nie odpowiedział.)
4 ୪ ସେବେଲା ପିଲାତ୍ ତାକେ ଆରିତରେକ୍ ପାଚାର୍ଲା, “ତୁଇ କାଇକେ ଚିମ୍ରା ଅଇଦେଲୁସ୍? କାଇଟା ମିସା କଉସ୍ ନାଇ । ଦେକା ସେମନ୍ ତର୍ ବିରଦେ କେତେକ୍ ନିନ୍ଦା କାତା କଇଲାଇନି ।”
Tedy go zasię pytał Piłat, mówiąc: Nic nie odpowiadasz? Oto jako wiele rzeczy świadczą przeciwko tobie.
5 ୫ ମାତର୍ ଜିସୁ କାତା ଅଏ ନାଇ । ସେଟା ଦେକିକରି ପିଲାତ୍ ବେସି କାବା ଅଇଗାଲା ।
Ale Jezus przecię nic nie odpowiedział, tak iż się Piłat dziwował.
6 ୬ ରକିଆ ପାଇବାର୍ ପରବ୍ କଲାବେଲେ ସବୁ ବରସର୍ ରିତିନିତି ଇସାବେ ପିଲାତ୍, ଜନ୍ ଆଲେ ବନ୍ଦି ଲକ୍କେ, ଲକ୍ମନ୍ ବାର୍କରାଇ ଦେବାକେ ମନ୍ କରତେରଇଲାଇ, ତାକେ ବାର୍କରାଇ ଦେଇତେରଇଲା ।
A na święto zwykł im był wypuszczać więźnia jednego, o którego by prosili.
7 ୭ ସେବେଲେ ସର୍କାରର୍ ବିରୁଦେ ଦାବିକରି ବାର୍ବା ନାଉଁର୍ ଗଟେକ୍ ଲକ୍ ବନ୍ଦି ଅଇରଇଲା । ଏ ଲକ୍ ଆରି କେତେଟା ଲକ୍ମନର୍ ସଙ୍ଗ୍, ଲକ୍ମନ୍କେ ମରାଇ ବନ୍ଦି ଅଇରଇଲା ।
I był jeden, którego zwano Barabbasz, w więzieniu z tymi, co rozruch czynią, którzy byli w rozruchu mężobójstwo popełnili.
8 ୮ ଲକ୍ମନ୍ ପିଲାତର୍ଟାନେ ଆସି, କଇଲାଇ, “ସବୁ ବରସର୍ ରିତିନିତି ଇସାବେ ଏ ତରେକ୍ ମିସା ଗଟେକ୍ ବନ୍ଦି ଲକ୍କେ ମୁକ୍ଲାଇ କରି ବାର୍କରାଇଦେସ୍ ।”
Tedy lud wystąpiwszy i głosem zawoławszy, począł prosić, żeby uczynił tak, jako im zawsze czynił,
9 ୯ ପିଲାତ୍ ଲକ୍ମନ୍କେ ପାଚାର୍ଲା, “ତମେ କାକେ ମନ୍ କଲାସ୍ନି? ମୁଇ ତମର୍ ଲାଗି ଜିଉଦିମନର୍ ରାଜାକେ ଚାଡିଦେବି କି?”
Ale Piłat im odpowiedział, mówiąc: Chcecież, wypuszczę wam króla Żydowskiego?
10 ୧୦ ପିଲାତ୍ ରାଜା କାଇକେ ଏନ୍ତି କଇଲା ବଇଲେ, ମୁକିଅ ପୁଜାରିମନ୍ କୁଟ୍ ପାଁଚି ଜିସୁକେ ତାର୍ ଆତେ ସର୍ପିଦେଇ ଆଚତ୍ ବଲିକରି ସେ ଜାନିରଇଲା ।
(Wiedział bowiem, iż go z nienawiści wydali przedniejsi kapłani.)
11 ୧୧ ମାତର୍ ମୁକିଅ ପୁଜାରିମନ୍ ଲକ୍ମନ୍କେ ଉସ୍କାଇ କରି, “ଜିସୁର୍ ବାଦୁଲେ ବାର୍ବାକେ ଆମର୍ପାଇ ବନ୍ଦି ଗରେଅନି ମୁକ୍ଲାଇବାକେ କୁଆ ।” ବଲି କଇଲାଇ ।
Ale przedniejsi kapłani podburzali lud, iżby im raczej Barabbasza wypuścił.
12 ୧୨ ମାତର୍ ପିଲାତ୍ ଆରିତରେକ୍ ପାଚାର୍ଲା, “ସେନ୍ତିଆଲେ ତମେ ଜନ୍ ଲକ୍କେ ଜିଉଦିମନର୍ ରାଜା ବଲି କଇଲାସ୍ନି, ତାକେ ମୁଇ କାଇଟା କର୍ବି ବଲି ତମେ ମନ୍ କଲାସ୍ନି?”
A odpowiadając Piłat, rzekł im zasię: Cóż tedy chcecie, abym uczynił temu, którego nazywacie królem żydowskim?
13 ୧୩ ଲକ୍ମନ୍ ବେସି ରାଟୁକରି କଇଲାଇ, “ତାକେ କୁର୍ସେ ମରାଆ ।”
A oni znowu zawołali: Ukrzyżuj go!
14 ୧୪ ତେଇଅନି ପିଲାତ୍ ଆରିତରେକ୍ ଲକ୍ମନ୍କେ ପାଚାର୍ଲା, “କାଇକେ, ସେ କାଇ ଦସ୍ କଲାଆଚେ ଜେ?” ମାତର୍ ଲକ୍ମନ୍ ଅଦିକ୍ ଅଦିକ୍ ରାଟୁଅଇକରି କଇଲାଇ, “ତାକେ କୁରୁସ୍ କାଟେ ମରାଆ ।”
A Piłat rzekł do nich: I cóż wżdy złego uczynił? Ale oni tem bardziej wołali: Ukrzyżuj go!
15 ୧୫ ସେଟାର୍ପାଇ ପିଲାତ୍ ଲକ୍ମନ୍କେ ସାର୍ଦା କରାଇବାକେ ମନ୍କରି ବାର୍ବାକେ ବନ୍ଦି ଗରେଅନି ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାରି, କୁରୁସ୍କାଟେ କୁଟିମାରି ମରାଇଦେବାକେ ସନିଅମନ୍କେ ସର୍ପିଦେଲା ।
A tak Piłat, chcąc ludowi dosyć uczynić, wypuścił im Barabbasza, a Jezusa ubiczowawszy, podał im, aby był ukrzyżowany.
16 ୧୬ ସନିଅମନ୍ ଜିସୁକେ ରମିୟ ସର୍କାରର୍ ସାସନ୍କାରିଆ ପିଲାତର୍, ମୁକିଅ ଗରର୍ ଡାଣ୍ଡେ ଦାରିଗାଲାଇ ଆରି ସେମନ୍ ବିନ୍ ସନିଅମନ୍କେ ଗଟେକ୍ ଟାନେ ଡାକି ରୁଣ୍ଡାଇଲାଇ ।
Lecz żołnierze wprowadzili go do dworu, to jest do ratusza, i zwołali wszystkiej roty.
17 ୧୭ ସେମନ୍ ଜିସୁକେ କିଜାଇବାକେ ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦାଇଲାଇ ଆରି ଗଟେକ୍ କାଟାର୍ ମୁକୁଟ୍ ତିଆର୍କରି ତାର୍ ମୁଣ୍ଡେ ପିନ୍ଦାଇଦେଲାଇ ।
A oblekłszy go w szarłat, i uplótłszy koronę z ciernia, włożyli nań;
18 ୧୮ ସେମନ୍ ଜିସୁକେ କିଜାଇ କରି କଇଲାଇ, “ଏ ଜିଉଦିମନର୍ ରାଜା ତକେ ଜୁଆର୍, ତୁଇ ବେସି ଦିନ୍ ବଁଚ୍ ।”
I poczęli go pozdrawiać, mówiąc: Bądź pozdrowiony, królu żydowski!
19 ୧୯ ସେମନ୍ ତର୍କେତର୍ ବେତ୍ ଡାଙ୍ଗ୍ ସଙ୍ଗ୍ ତାର୍ ମୁଣ୍ଡେ ମାର୍ତେରଇଲାଇ ଆରି ତାର୍ ଉପ୍ରେ ତୁକି କିଜାଇକରି ମାଣ୍ଡିକୁଟା ଦେଇ ଜୁଆର୍ କଲାଇ ।
I bili głowę jego trzciną i plwali nań, a upadając na kolana, kłaniali mu się.
20 ୨୦ ସେମନ୍ ଜିସୁକେ କିଜାଇ ସାରାଇଲାପଚେ, ଜାମ୍କଲି ରଙ୍ଗର୍ ବସ୍ତର୍ ତାର୍ ଗାଗ୍ଡେଅନି ବେଟିକରି, ନିଜର୍ ବସ୍ତର୍ ପିନ୍ଦାଇଦେଲାଇ । ତାର୍ପଚେ ସେମନ୍ ତାକେ କୁର୍ସକାଟେ ମରାଇବାକେ ଗଡ୍ ବାଇରେ ଦାରିଗାଲାଇ ।
A gdy się z niego naśmiali, zewlekli go z szarłatu, i oblekli go w szaty jego własne, i wiedli go, aby go ukrzyżowali.
21 ୨୧ ସେବେଲା ଆଲେକ୍ଜାଣ୍ଡାର୍ ଆରି କୁର୍ନିୟ ଜାଗାର୍ ରୁପ୍ଅର୍ ବାବା ସିମନ୍ ନାଉଁର୍ ଗଟେକ୍ ଲକ୍, ପଲିଗାରାମ୍ ଅନି ଆସିକରି ସେ ବାଟେ ଜାଇତେରଇଲା । ସେ ସନିଅମନ୍ ତାକେ ଜିସୁର୍ କୁର୍ସ ବଇବାକେ ବାଦିଅ କଲାଇ ।
Tedy przymusili mimo idącego niektórego Szymona Cyrenejczyka, (który szedł z pola, ) ojca Aleksandrowego i Rufowego, aby niósł krzyż jego.
22 ୨୨ ତାର୍ପଚେ ସେମନ୍ ଜିସୁକେ ଗଲ୍ଗତା ନାଉଁର୍ ଗଟେକ୍ ଜାଗାଇ ଦାରିଗାଲାଇ । ଗଲ୍ଗତାର୍ ଅରତ୍ ଅଇଲାନି, କାପାଲ୍ ଜାଗା ।
I przywiedli go na miejsce Golgota, co się wykłada: Miejsce trupich głów.
23 ୨୩ ସେମନ୍ ଜିସୁକେ ଅସ ମିସାଇଲା ଅଙ୍ଗୁର୍ ରସ୍ କାଅ ବଲିକରି ଦେଲାଇ, ମାତର୍ ସେ ନିଚ୍ଲା ।
I dawali mu pić wino z myrrą; ale go on nie przyjął.
24 ୨୪ ତାର୍ପଚେ ଜିସୁକେ କୁର୍ସେ ଚଗାଇଲାଇ ଆରି ତାର୍ ବସ୍ତର୍ କାର୍ବାଗେ କାଇଟା ମିଲ୍ସି ବଲି ବାଟାକରି ନେବାକେ, କେଡ୍ ପୁଟାଇକରି ନିଜର୍ ନିଜର୍ ବିତ୍ରେ ବାଟାକରି ନେଲାଇ ।
A gdy go ukrzyżowali, rozdzielili szaty jego, miecąc o nie los, co by kto wziąć miał.
25 ୨୫ ସେମନ୍ ସାକ୍ଲିଆ ନ ଗଁଟା ବେଲାଇ ଜିସୁକେ କୁର୍ସେ ଚଗାଇଲାଇ ।
A była trzecia godzina, gdy go ukrzyżowali.
26 ୨୬ ଆରି “ଏଟା ଜିଉଦିମନର୍ ରାଜା ।” ବଲି ନିନ୍ଦା କାତା ଲେକି କୁରୁସ୍ ଉପ୍ରେ ଡସାଇଲାଇ ।
Był też napis winy jego napisany: Król żydowski.
27 ୨୭ କୁର୍ସେ ଜିସୁର୍ ସଙ୍ଗ୍ ଆରି ଦୁଇଟା ଚର୍ମନ୍କେ, ତାର୍ ଉଜାବାଟେ ଗଟେକ୍କେ, ଡେବ୍ରି ବାଟେ ଆରିଗଟେକ୍କେ ଚଗାଇରଇଲାଇ ।
Ukrzyżowali też z nim dwóch zbójców; jednego po prawicy, a drugiego po lewicy jego.
28 ୨୮ ସେ ବୁଲ୍ କଲା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ବଲି, ଇସାବ୍ ଅଇଲା ବଲିକରି ପର୍ମେସରର୍ ସାସ୍ତରେ ଲେକାଅଇରଇବା ବିସଇ ସିଦ୍ ଅଇଲା ।
I wypełniło się Pismo, które mówi: Z złoczyńcami jest policzony.
29 ୨୯ ସେ ବାଟ୍ ଦେଇ ଜିବା ଲକ୍ମନ୍ ନିଜେ ନିଜେ ମୁଣ୍ଡ୍ ଜୁଲାଇ ଜିସୁକେ ନିନ୍ଦାକରି କଇଲାଇ, “ପାର୍ତନା ଗର୍ ବାଙ୍ଗାଇ କରି ତିନ୍ଦିନ୍ ବିତ୍ରେ ତିଆର୍ କର୍ବାଲକ୍ ଏ ସେ କି?” ବଲି କିଜାଇଲାଇ ।
A ci, którzy mimo chodzili, bluźnili go, chwiejąc głowami swemi a mówiąc: Ehej! który rozwalasz kościół, a we trzech dniach budujesz go!
30 ୩୦ “ତୁଇ ଏବେ କୁର୍ସେ ଅନି ଉତ୍ରି ନିଜ୍କେ ରକିଆ କର୍ ।”
Ratuj samego siebie, a zstąp z krzyża!
31 ୩୧ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଇବା ଲକ୍ମନ୍ ମିସା ନିଜର୍ ନିଜର୍ ବିତ୍ରେ କାତାଅଇକରି କିଜାଇଲାଇ । ସେମନ୍ କଇତେରଇଲାଇ, “ବିନ୍ ଲକ୍ମନ୍କେ ରକିଆ କର୍ତେରଇଲା, ମାତର୍ ସେ ନିଜେ ରକିଆ ଅଇ ନାପାର୍ଲା ।”
Także też i przedniejsi kapłani naśmiewając się, jedni do drugich z nauczonymi w Piśmie mówili: Innych ratował, a siebie samego ratować nie może;
32 ୩୨ “ତମେ ସତଇସେ ଇସ୍ରାଏଲର୍ ରାଜା କିରିସ୍ଟ ଅଇରଇଲେ, କୁର୍ସେ ଅନି ଉତ୍ରି ଆଉ । ସେନ୍ତି ଅଇଲେ ଆମେ ଦେକିକରି ବିସ୍ବାସ୍ କର୍ବୁ ।” ବଲି କଇଲାଇ । ଜନ୍ ଲକ୍ମନ୍କେ ଜିସୁର୍ ସଙ୍ଗ୍ କୁର୍ସେ ଚଗାଇରଇଲାଇ, ସେମନ୍ ମିସା ଜିସୁକେ ନିନ୍ଦା କଲାଇ ।
Niechże teraz Chrystus on król Izraelski zstąpi z krzyża, abyśmy ujrzeli i uwierzyli. Ci też, co z nim byli ukrzyżowani, urągali mu.
33 ୩୩ ମୁଇଦାନିଆ ବାର୍ଟା ବେଲାଇଅନି ତିନ୍ଟା ଜାକ ଗୁଲାଇ ଦେସ୍ ଆନ୍ଦାର୍ ଅଇଗାଲା ।
A gdy było o godzinie szóstej, stała się ciemność po wszystkiej ziemi, aż do godziny dziewiątej.
34 ୩୪ ଦିନ୍ ତିନ୍ଟା ବେଲେ ଜିସୁ ଆଉଲିଅଇ କଇଲା, “ଏଲଇ ଏଲଇ ଲାମା ସବକ୍ତାନି ।” ଆର୍ ଅରତ୍ ଅଇଲାନି, “ଏ ମର୍ ପର୍ମେସର୍ ଏ ମର୍ ପର୍ମେସର୍, ତମେ ମକେ କାଇକେ ଚାଡିଦେଲାସ୍?”
A o godzinie dziewiątej zawołał Jezus głosem wielkim, mówiąc: Eloi! Eloi! Lamma sabachtani, co się wykłada: Boże mój! Boże mój! czemuś mię opuścił?
35 ୩୫ ଏ କାତା ସୁନି ସେଲଗେ ଟିଆ ଅଇରଇବା କେତେ ଲକ୍ କଇଲାଇ, “ସେ ଏଲିୟକେ ଡାକ୍ଲାନି ।”
A niektórzy z tych, co tam stali, usłyszawszy mówili: Oto Elijasza woła.
36 ୩୬ ତେଇଅନି ଗଟେକ୍ ଲକ୍ ପାଲାଇ ଜାଇ ଅଙ୍ଗୁର୍ ରସେ, ତୁଲା ବୁଡାଇ ଡାଙ୍ଗେ ବାନ୍ଦି ଉପ୍ରେ ଲାମାଇଦେଲା । ସେ ଲକ୍ କଇଲା, “ଏବେ ଏଲିୟ ଆସିକରି ଆକେ କୁର୍ସେ ଅନି ଉତ୍ରାଇଦେଇସି କି ନାଇ ଦେକୁ ।”
Zatem bieżawszy jeden, napełnił gąbkę octem, a włożywszy ją na trzcinę, dawał mu pić, mówiąc: Zaniechajcie, patrzmy, jeźli przyjdzie Elijasz, zdejmować go.
37 ୩୭ ମାତର୍ ଜିସୁ ଆଉଲିଅଇଲା ଦାପ୍ରେ ତାର୍ ଜିବନ୍ ଚାଡିଗାଲା ।
A Jezus zawoławszy głosem wielkim, oddał ducha.
38 ୩୮ ସେବେଲା ମନ୍ଦିରର୍ ସୁକଲ୍ ଜାଗା ବିନେ କର୍ବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ତାଡ୍ ଅଇ ଚିରିଅଇଗାଲା ।
I rozerwała się zasłona kościelna na dwoje, od wierzchu aż do dołu.
39 ୩୯ ତେଇ ଜିସୁର୍ କୁର୍ସ ମୁଆଟେ ଟିଆଅଇରଇଲା ସଏଟା ସନିଅମନର୍ ମୁକିଅ, ଜିସୁ ସାରାସାରି ଆଉଲି ଅଇଲାଟା ଆରି ସେ କେନ୍ତି ଅଇକରି ମଲା, ଦେକିକରି କଇଲା, “ସତଇସେ ଏ ପର୍ମେସରର୍ ପିଲା ରଇଲା ।”
Tedy widząc setnik, który stał przeciwko niemu, iż tak wołając oddał ducha, rzekł: Prawdziwie człowiek ten był Synem Bożym.
40 ୪୦ ତେଇ କେତେଟା ମାଇଜିମନ୍ ମିସା କୁର୍ସେ ଅନି ଦୁରିକେ ଟିଆଅଇ ଦେକ୍ତେରଇଲାଇ । ସେମନ୍ ଅଇଲାଇନି, ମଗ୍ଦଲିନି ମରିୟମ୍, ସାନ୍ଟା ଜାକୁବ୍ ଆରି ଜସିର୍ ମା ମରିୟମ୍ ଆରି ସଲମି ।
Były też i niewiasty z daleka się przypatrując, między któremi była Maryja Magdalena, i Maryja, Jakóba małego i Jozesa matka, i Salome;
41 ୪୧ ଜିସୁ ଗାଲିଲିତେଇ ରଇଲାବେଲେ ଏ ମାଇଜିମନ୍ ଜିସୁର୍ ସଙ୍ଗ୍ ଜାଇତେରଇଲାଇ । ଆରି ତାକେ ଦର୍କାର୍ ରଇଲା ବିସଇ ସାଇଜ କର୍ତେରଇଲାଇ । ଜିସୁର୍ ସଙ୍ଗ୍ ଜିରୁସାଲାମେ ଆସିରଇଲା ବିନ୍ ମାଇଜିମନ୍ ମିସା ତେଇ ରଇଲାଇ ।
Które gdy jeszcze były w Galilei, chodziły za nim, a posługowały mu; i wiele innych, które z nim były wstąpiły do Jeruzalemu.
42 ୪୨ ସେ ଦିନ୍ ବିସ୍ରାମ୍ ଦିନ୍ ପାଇ ତିଆର୍ ଅଇବା ଦିନ୍ ଅଇରଇଲା । ସେଦିନେ ସଞ୍ଜ୍ବେଲା,
A gdy już był wieczór, (ponieważ był dzień przygotowania, ) który jest przed sabatem,
43 ୪୩ ଆରାମାତିଆ ଗାଉଁର୍ ବିଚାର୍କର୍ବା ମୁକିଅ ଲକ୍ ବିତ୍ରେ ରଇଲା ଜସେପ୍ ନାଉଁର୍ ଗଟେକ୍ ଲକ୍, ପର୍ମେସର୍ ସାସନ୍ କର୍ବା ରାଇଜର୍ ବେଲା ଆସ ବଲି ଜାଗିରଇବା ଗଟେକ୍ ଲକ୍ । ବେସି ସାଆସ୍ଅଇ ପିଲାତର୍ ଲଗେ ଜାଇକରି ଜିସୁର୍ ମଲାମଡ୍ ମାଙ୍ଗ୍ଲା ।
Przyszedłszy Józef z Arymatyi, poczesny radny pan, który też sam oczekiwał królestwa Bożego, śmiele wszedł do Piłata, i prosił o ciało Jezusowe.
44 ୪୪ ଜିସୁ ଏତେକ୍ ଦାପ୍ରେ ମରିଗାଲା ବଲି ସୁନି ପିଲାତ୍ କାବା ଅଇଗାଲା । ତାର୍ ସନିଅମନର୍ ନେତାକେ ଡାକି “ଜିସୁ ମଲାବେ କି?” ବଲି ପାଚାର୍ଲା ।
A Piłat się dziwował, jeźliby już umarł; i zawoławszy setnika, pytał go, dawnoli umarł?
45 ୪୫ ସେ ସନିଅମନର୍ ନେତା, ଜିସୁ ମରିଗାଲା ବିସଇ ପିଲାତ୍କେ କଇଲା । ତାର୍ପଚେ ଜସେପ୍କେ ପିଲାତ୍ କଇଲା, “ତୁଇ ମଡ୍ ନେଇ ପାରୁସ୍ ।”
A dowiedziawszy się od setnika, darował ciało Józefowi.
46 ୪୬ ସେଟାର୍ପାଇ ଜସେପ୍ ଜିସୁର୍ ଗାଗଡ୍ କୁର୍ସ ଉପ୍ରେଅନି ଉତ୍ରାଇ ଆନ୍ଲା ଆରି ଗଟେକ୍ ନୁଆ ଲୁଗା ସଙ୍ଗ୍ ଗୁଡିଆଇକରି ରାଙ୍ଗ୍ନି କାଟି ତିଆର୍ କରି ରଇଲା ଗଟେକ୍ ପାଆରେ ନେଇକରି ସଙ୍ଗଇଲା । ଗଟେକ୍ ବଡ୍ ଚାଚଡା ପାକ୍ନା ନେଇ ପାଆର୍ ମୁଆଟେ ଡାବିଦେଲା ।
A on kupiwszy prześcieradło, zdjąwszy go, obwinął w prześcieradło, i położył go w grobie, który był wykowany z opoki, i przywalił kamień do drzwi grobowych.
47 ୪୭ ଜିସୁକେ ଜନ୍ ଜାଗାଇ ନେଇ ସଙ୍ଗଇ ରଇଲାଇ, ସେ ଜାଗା ମଗ୍ଦଲିନି ମରିୟମ୍ ଆରି ଜସିର୍ ମା ମରିୟମ୍ ଦେକିରଇଲା ।
Ale Maryja Magdalena, i Maryja, matka Jozesowa, patrzały, kędy go położono.