< ମାର୍କ 16 >
1 ୧ ବିସ୍ରାମ୍ବାର୍ ସାର୍ଲା ତାର୍ ଆର୍କର୍ ଦିନେ ମଗ୍ଦଲିନି ମରିୟମ୍, ଜାକୁବର୍ ମାଆ ମରିୟମ୍ ଆରି ସଲମି, ଜିସୁର୍ ମଲା ଗାଗ୍ଡେ ଲାଗାଇବାକେ ବାସ୍ନା ଚିକନ୍ ଗେନିଆନ୍ଲାଇ ।
A když pominula sobota, Maria Magdaléna a Maria Jakubova a Salome nakoupily vonných věcí, aby přijdouce, pomazaly Ježíše.
2 ୨ ରଇବାର୍ ଦିନର୍ ସାକାଲ୍ ସାକାଲ୍ ସେମନ୍ ତାର୍ ଗାଗଡ୍ ସଙ୍ଗଇଲା ଜାଗାକେ ଜାଇତେରଇଲାଇ । ସେବେଲେ ବେଲ୍ ଉଦି ଆଇତେରଇଲା ।
A velmi ráno vyšedše první den po sobotě, přišly k hrobu, an již slunce vzešlo.
3 ୩ ସେମନ୍ ନିଜର୍ ନିଜର୍ ବିତ୍ରେ “ଜିସୁର୍ ଗାଗଡ୍ ସଙ୍ଗଇରଇଲା ମୁଆଟର୍ ବଡ୍ ଚାଚଡା ପାକ୍ନା ଆମର୍ ପାଇ କେ ଗୁଚାଇଦେଇସି ତେବେ?” ବଲି କାତା ଅଇତେରଇଲାଇ ।
I pravily vespolek: Kdo nám odvalí kámen ode dveří hrobových?
4 ୪ ସେମନ୍ ସେ ଜାଗାଇ କେଟିକରି ଦେକ୍ଲାବେଲେ, ଏଦେ ଦେକା! ସେ ବଡ୍ ଚାଚଡା ପାକ୍ନା ଗୁଚିଜାଇରଇଲା ।
(A vzhlédše, uzřely odvalený kámen.) Byl zajisté veliký velmi.
5 ୫ ସେବେଲା ସେମନ୍ ସେ ଜାଗା ବିତ୍ରେ ପୁରିକରି ଦେକ୍ଲାବେଲେ ଗଟେକ୍ ବିଜ୍ଲି ପାରା ଜଗ୍ଜଗି ଜାଇତେରଇବା ଦବ୍ ପଚିଆ ପିନ୍ଦିରଇବା ଦାଙ୍ଗ୍ଡା, ଜିସୁର୍ ମଡ୍ ସଙ୍ଗଇରଇଲା ଜାଗାର୍ ଉଜାବାଟେ ବସିରଇଲା । ସେଟା ଦେକି ସେମନ୍ ବେସି ଡରିଜାଇ କାବା ଅଇଗାଲାଇ ।
A všedše do hrobu, uzřely mládence, an sedí na pravici, oděného rouchem bílým. I ulekly se.
6 ୬ ମାତର୍ ସେ ଲକ୍ ସେମନ୍କେ କଇଲା, “ଡରାନାଇ, ତମେ କୁର୍ସେ ମଲା ନାଜରିତ୍ ଗଡର୍ ଜିସୁ କିରିସ୍ଟକେ କଜ୍ଲାସ୍ନି କି? ସେ ଇତି ନାଇନି, ଏବେ ମଲାଟାନେଅନି ଉଟ୍ଲା ଆଚେ । ତାର୍ ମଡ୍ ସଙ୍ଗଇଲା ଜାଗା ଦେକା ।” ବଲି କଇଲା ।
Kterýžto řekl jim: Nebojte se. Ježíše hledáte Nazaretského ukřižovaného. Vstalť jest, neníť ho tuto; aj, místo, kdež jej byli položili.
7 ୭ “ତମେ ଜାଇକରି ତାର୍ ସିସ୍ମନ୍କେ ଆରି ପିତର୍କେ ବାଇଦରେ କୁଆ, ତମେ ଜିବା ଆଗ୍ତୁ ଜିସୁ ଗାଲିଲି ଗଡେ ଗାଲା ଆଚେ । ସେ ତମ୍କେ ଜେନ୍ତି କଇରଇଲା, ସେନ୍ତିସେ ଗାଲିଲି ଗଡେ ତାକେ ଦେକ୍ସା ।” ବଲି କଇଲା ।
Ale jděte, povězte učedlníkům jeho i Petrovi, žeť vás předejde do Galilee. Tam jej uzříte, jakož jest pověděl vám.
8 ୮ ସେ ମାଇଜିମନ୍ ବେସି କାବା ଅଇଜାଇ, ତର୍ତରି ଜାଇକରି ସେ ଜାଗାଇଅନି ବାରଇକରି ପାଲାଇଲାଇ ଆରି ସେମନ୍ ବେସି ଡରିଜାଇକରି କାକେ ମିସା କାଇବଲି କଅତ୍ନାଇ ।
A ony vyšedše rychle, utekly od hrobu; nebo přišel na ně strach a hrůza. A aniž komu co řekly, nebo se bály.
9 ୯ (note: The most reliable and earliest manuscripts do not include Mark 16:9-20.) ଜିସୁ ମଲାଟାନେଅନି ଉଟ୍ଲା ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜନ୍ ମାଇଜିଟାନେଅନି ଜିସୁ ସାତ୍ଟା ଡୁମାମନ୍କେ କେଦିରଇଲା, ମଗ୍ଦଲିନି ନାଉଁର୍ ମରିୟମ୍କେ ପର୍ତୁମ୍ ଦେକାଇଅଇଲା ।
(note: The most reliable and earliest manuscripts do not include Mark 16:9-20.) Vstav pak Ježíš z mrtvých ráno v neděli, ukázal se nejprv Mariji Magdaléně, z nížto byl vyvrhl sedm ďáblů.
10 ୧୦ ସେ ମାଇଜି ତେଇଅନି ଜାଇକରି, ଦୁକ୍ଅଇ କରି କାନ୍ଦ୍ତେ ରଇଲା ଜିସୁର୍ ସିସ୍ମନ୍କେ କଇଲା,
Ona pak šedši, zvěstovala těm, kteříž s ním bývali, lkajícím a plačícím.
11 ୧୧ “ଜିସୁ ମଲାତେଇଅନି ଉଟ୍ଲା ଆଚେ ଆରି ମୁଇ ତାକେ ନିଜେ ଦେକିଆଚି ।” ବଲି କଇଲା । ସିସ୍ମନ୍ ତାକେ ମୁଲ୍କେ ବିସ୍ବାସ୍ କରତ୍ ନାଇ ।
A oni slyšavše, že by živ byl a vidín od ní, nevěřili.
12 ୧୨ ତାର୍ପଚେ ଦୁଇଟା ସିସ୍ମନ୍ ଗଟେକ୍ ଗାଏଁ ଜିବାବେଲେ ଜିସୁ ସେମନ୍କେ ବିନ୍ ରୁପେ ଦେକାଇଅଇଲା । ସିସ୍ମନ୍ ତାକେ ଚିନି ନାପାର୍ଲାଇ ।
Potom pak dvěma z nich jdoucím ukázal se v jiné způsobě, když šli přes pole.
13 ୧୩ ସେ ଦୁଇଟା ସିସ୍ମନ୍ ବାଉଡିଆସିକରି ବିନ୍ ସିସ୍ମନ୍କେ ଏ କାତା କଇଲାଇ । ଏନ୍ତି କଇଲେ ମିସା ସିସ୍ମନ୍ ତାକର୍ କାତା ବିସ୍ବାସ୍ କରତ୍ ନାଇ ।
A ti šedše, pověděli jiným. Ani těm nevěřili.
14 ୧୪ ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା ।
Nejposléze sedícím spolu jedenácti ukázal se, a trestal nedověru jejich a tvrdost srdce, že těm, kteříž jej viděli vzkříšeného, nevěřili.
15 ୧୫ ଜିସୁ ସେମନ୍କେ କଇଲା, “ତମେ ଏ ଦୁନିଆର୍ ଗୁଲାଇବାଟେ ଜାଇକରି ସବୁ ଲକ୍ମନ୍କେ ମର୍ ନିମାନ୍ କାତା କୁଆ ।
A řekl jim: Jdouce po všem světě, kažte evangelium všemu stvoření.
16 ୧୬ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ କରି ଡୁବନ୍ ନେବାଇ, ସେମନ୍ ପାପେଅନି ରକିଆ ପାଇବାଇ, ମାତର୍ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ ନ କରତ୍, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ।
Kdož uvěří a pokřtí se, spasen bude; kdož pak neuvěří, budeť zatracen.
17 ୧୭ ଆରି ବିସ୍ବାସି ଲକ୍ମନ୍ ମର୍ ନାଉଁ ଦାରି ଡୁମାମନ୍କେ ବାର୍କରାଇ କେଦିଦେବାଇ ଆରି ନାଜାନିରଇବା ବାସାଇ କାତା ଅଇବାଇ । ଏନ୍ତି ବିସ୍ବାସ୍ କର୍ବା ଲକ୍ମନର୍ଟାନେ ଗଟେକ୍ ଚିନ୍ ପାରା ଅଇସି ।
Znamení pak ti, kteříž uvěří, tato míti budou: Ve jménu mém ďábly budou vymítati, jazyky novými mluviti.
18 ୧୮ ସେମନ୍ ନାଜାନିକରି ସାଁପ୍ ଆତେ ଦାର୍ଲେ କି ବିସ୍ କାଇଲେ ନ ମରତ୍ । ଜର୍ଦୁକାର୍ ଲକ୍ମନ୍କେ ଆତ୍ ଚିଇ କରି ପାର୍ତନା କଲେ, ସେଲକ୍ମନ୍ ନିମାନ୍ ଅଇଜିବାଇ” ବଲି କଇଲା ।
Hady bráti; a jestliže by co jedovatého pili, neuškodíť jim; na nemocné ruce vzkládati budou, a dobře se míti budou.
19 ୧୯ ମାପ୍ରୁ ଜିସୁ ଏ ସବୁ କାତା ସେମନ୍କେ କଇ ସାରାଇଲା ପଚେ, ପର୍ମେସର୍ ତାକେ ସର୍ଗେ ଦାରିଗାଲା ଆରି ପର୍ମେସର୍ ସନ୍ମାନ୍ ଜାଗାଇ ବସ୍ଲା ।
Když pak jim odmluvil Pán, vzhůru vzat jest do nebe, a sedí na pravici Boží.
20 ୨୦ ତାର୍ପଚେ ତାର୍ ସିସ୍ମନ୍ ଜାଇକରି ଏ ଦୁନିଆର୍ ଗୁଲାଇବାଟେ ମାପ୍ରୁ ଜିସୁର୍ ନିମାନ୍ କାତା କଇଲାଇ ଆରି ମାପ୍ରୁ ତାକର୍ ସଙ୍ଗ୍ ରଇକରି କାବାଅଇଜିବା ବିନ୍ ବିନ୍ କାମ୍ କଲା । ଏନ୍ତାରି ସେମନ୍ କଇବା କାତା ସତ୍ ବଲି ଦେକାଇଦେଲା ।
A oni šedše, kázali všudy, a Pán jim pomáhal, a slov jejich potvrzoval činěním divů.