< ମାର୍କ 16 >
1 ୧ ବିସ୍ରାମ୍ବାର୍ ସାର୍ଲା ତାର୍ ଆର୍କର୍ ଦିନେ ମଗ୍ଦଲିନି ମରିୟମ୍, ଜାକୁବର୍ ମାଆ ମରିୟମ୍ ଆରି ସଲମି, ଜିସୁର୍ ମଲା ଗାଗ୍ଡେ ଲାଗାଇବାକେ ବାସ୍ନା ଚିକନ୍ ଗେନିଆନ୍ଲାଇ ।
Et cum transisset sabbatum, Maria Magdalene, et Maria Jacobi, et Salome emerunt aromata ut venientes ungerent Jesum.
2 ୨ ରଇବାର୍ ଦିନର୍ ସାକାଲ୍ ସାକାଲ୍ ସେମନ୍ ତାର୍ ଗାଗଡ୍ ସଙ୍ଗଇଲା ଜାଗାକେ ଜାଇତେରଇଲାଇ । ସେବେଲେ ବେଲ୍ ଉଦି ଆଇତେରଇଲା ।
Et valde mane una sabbatorum, veniunt ad monumentum, orto jam sole.
3 ୩ ସେମନ୍ ନିଜର୍ ନିଜର୍ ବିତ୍ରେ “ଜିସୁର୍ ଗାଗଡ୍ ସଙ୍ଗଇରଇଲା ମୁଆଟର୍ ବଡ୍ ଚାଚଡା ପାକ୍ନା ଆମର୍ ପାଇ କେ ଗୁଚାଇଦେଇସି ତେବେ?” ବଲି କାତା ଅଇତେରଇଲାଇ ।
Et dicebant ad invicem: Quis revolvet nobis lapidem ab ostio monumenti?
4 ୪ ସେମନ୍ ସେ ଜାଗାଇ କେଟିକରି ଦେକ୍ଲାବେଲେ, ଏଦେ ଦେକା! ସେ ବଡ୍ ଚାଚଡା ପାକ୍ନା ଗୁଚିଜାଇରଇଲା ।
Et respicientes viderunt revolutum lapidem. Erat quippe magnus valde.
5 ୫ ସେବେଲା ସେମନ୍ ସେ ଜାଗା ବିତ୍ରେ ପୁରିକରି ଦେକ୍ଲାବେଲେ ଗଟେକ୍ ବିଜ୍ଲି ପାରା ଜଗ୍ଜଗି ଜାଇତେରଇବା ଦବ୍ ପଚିଆ ପିନ୍ଦିରଇବା ଦାଙ୍ଗ୍ଡା, ଜିସୁର୍ ମଡ୍ ସଙ୍ଗଇରଇଲା ଜାଗାର୍ ଉଜାବାଟେ ବସିରଇଲା । ସେଟା ଦେକି ସେମନ୍ ବେସି ଡରିଜାଇ କାବା ଅଇଗାଲାଇ ।
Et introëuntes in monumentum viderunt juvenem sedentem in dextris, coopertum stola candida, et obstupuerunt.
6 ୬ ମାତର୍ ସେ ଲକ୍ ସେମନ୍କେ କଇଲା, “ଡରାନାଇ, ତମେ କୁର୍ସେ ମଲା ନାଜରିତ୍ ଗଡର୍ ଜିସୁ କିରିସ୍ଟକେ କଜ୍ଲାସ୍ନି କି? ସେ ଇତି ନାଇନି, ଏବେ ମଲାଟାନେଅନି ଉଟ୍ଲା ଆଚେ । ତାର୍ ମଡ୍ ସଙ୍ଗଇଲା ଜାଗା ଦେକା ।” ବଲି କଇଲା ।
Qui dicit illis: Nolite expavescere: Jesum quæritis Nazarenum, crucifixum: surrexit, non est hic, ecce locus ubi posuerunt eum.
7 ୭ “ତମେ ଜାଇକରି ତାର୍ ସିସ୍ମନ୍କେ ଆରି ପିତର୍କେ ବାଇଦରେ କୁଆ, ତମେ ଜିବା ଆଗ୍ତୁ ଜିସୁ ଗାଲିଲି ଗଡେ ଗାଲା ଆଚେ । ସେ ତମ୍କେ ଜେନ୍ତି କଇରଇଲା, ସେନ୍ତିସେ ଗାଲିଲି ଗଡେ ତାକେ ଦେକ୍ସା ।” ବଲି କଇଲା ।
Sed ite, dicite discipulis ejus, et Petro, quia præcedit vos in Galilæam: ibi eum videbitis, sicut dixit vobis.
8 ୮ ସେ ମାଇଜିମନ୍ ବେସି କାବା ଅଇଜାଇ, ତର୍ତରି ଜାଇକରି ସେ ଜାଗାଇଅନି ବାରଇକରି ପାଲାଇଲାଇ ଆରି ସେମନ୍ ବେସି ଡରିଜାଇକରି କାକେ ମିସା କାଇବଲି କଅତ୍ନାଇ ।
At illæ exeuntes, fugerunt de monumento: invaserat enim eas tremor et pavor: et nemini quidquam dixerunt: timebant enim.
9 ୯ (note: The most reliable and earliest manuscripts do not include Mark 16:9-20.) ଜିସୁ ମଲାଟାନେଅନି ଉଟ୍ଲା ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜନ୍ ମାଇଜିଟାନେଅନି ଜିସୁ ସାତ୍ଟା ଡୁମାମନ୍କେ କେଦିରଇଲା, ମଗ୍ଦଲିନି ନାଉଁର୍ ମରିୟମ୍କେ ପର୍ତୁମ୍ ଦେକାଇଅଇଲା ।
(note: The most reliable and earliest manuscripts do not include Mark 16:9-20.) Surgens autem mane prima sabbati, apparuit primo Mariæ Magdalene, de qua ejecerat septem dæmonia.
10 ୧୦ ସେ ମାଇଜି ତେଇଅନି ଜାଇକରି, ଦୁକ୍ଅଇ କରି କାନ୍ଦ୍ତେ ରଇଲା ଜିସୁର୍ ସିସ୍ମନ୍କେ କଇଲା,
Illa vadens nuntiavit his, qui cum eo fuerant, lugentibus et flentibus.
11 ୧୧ “ଜିସୁ ମଲାତେଇଅନି ଉଟ୍ଲା ଆଚେ ଆରି ମୁଇ ତାକେ ନିଜେ ଦେକିଆଚି ।” ବଲି କଇଲା । ସିସ୍ମନ୍ ତାକେ ମୁଲ୍କେ ବିସ୍ବାସ୍ କରତ୍ ନାଇ ।
Et illi audientes quia viveret, et visus esset ab ea, non crediderunt.
12 ୧୨ ତାର୍ପଚେ ଦୁଇଟା ସିସ୍ମନ୍ ଗଟେକ୍ ଗାଏଁ ଜିବାବେଲେ ଜିସୁ ସେମନ୍କେ ବିନ୍ ରୁପେ ଦେକାଇଅଇଲା । ସିସ୍ମନ୍ ତାକେ ଚିନି ନାପାର୍ଲାଇ ।
Post hæc autem duobus ex his ambulantibus ostensus est in alia effigie, euntibus in villam:
13 ୧୩ ସେ ଦୁଇଟା ସିସ୍ମନ୍ ବାଉଡିଆସିକରି ବିନ୍ ସିସ୍ମନ୍କେ ଏ କାତା କଇଲାଇ । ଏନ୍ତି କଇଲେ ମିସା ସିସ୍ମନ୍ ତାକର୍ କାତା ବିସ୍ବାସ୍ କରତ୍ ନାଇ ।
et illi euntes nuntiaverunt ceteris: nec illis crediderunt.
14 ୧୪ ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା ।
Novissime recumbentibus illis undecim apparuit: et exprobravit incredulitatem eorum et duritiam cordis: quia iis, qui viderant eum resurrexisse, non crediderunt.
15 ୧୫ ଜିସୁ ସେମନ୍କେ କଇଲା, “ତମେ ଏ ଦୁନିଆର୍ ଗୁଲାଇବାଟେ ଜାଇକରି ସବୁ ଲକ୍ମନ୍କେ ମର୍ ନିମାନ୍ କାତା କୁଆ ।
Et dixit eis: Euntes in mundum universum prædicate Evangelium omni creaturæ.
16 ୧୬ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ କରି ଡୁବନ୍ ନେବାଇ, ସେମନ୍ ପାପେଅନି ରକିଆ ପାଇବାଇ, ମାତର୍ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ ନ କରତ୍, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ।
Qui crediderit, et baptizatus fuerit, salvus erit: qui vero non crediderit, condemnabitur.
17 ୧୭ ଆରି ବିସ୍ବାସି ଲକ୍ମନ୍ ମର୍ ନାଉଁ ଦାରି ଡୁମାମନ୍କେ ବାର୍କରାଇ କେଦିଦେବାଇ ଆରି ନାଜାନିରଇବା ବାସାଇ କାତା ଅଇବାଇ । ଏନ୍ତି ବିସ୍ବାସ୍ କର୍ବା ଲକ୍ମନର୍ଟାନେ ଗଟେକ୍ ଚିନ୍ ପାରା ଅଇସି ।
Signa autem eos qui crediderint, hæc sequentur: in nomine meo dæmonia ejicient: linguis loquentur novis:
18 ୧୮ ସେମନ୍ ନାଜାନିକରି ସାଁପ୍ ଆତେ ଦାର୍ଲେ କି ବିସ୍ କାଇଲେ ନ ମରତ୍ । ଜର୍ଦୁକାର୍ ଲକ୍ମନ୍କେ ଆତ୍ ଚିଇ କରି ପାର୍ତନା କଲେ, ସେଲକ୍ମନ୍ ନିମାନ୍ ଅଇଜିବାଇ” ବଲି କଇଲା ।
serpentes tollent: et si mortiferum quid biberint, non eis nocebit: super ægros manus imponent, et bene habebunt.
19 ୧୯ ମାପ୍ରୁ ଜିସୁ ଏ ସବୁ କାତା ସେମନ୍କେ କଇ ସାରାଇଲା ପଚେ, ପର୍ମେସର୍ ତାକେ ସର୍ଗେ ଦାରିଗାଲା ଆରି ପର୍ମେସର୍ ସନ୍ମାନ୍ ଜାଗାଇ ବସ୍ଲା ।
Et Dominus quidem Jesus postquam locutus est eis, assumptus est in cælum, et sedet a dextris Dei.
20 ୨୦ ତାର୍ପଚେ ତାର୍ ସିସ୍ମନ୍ ଜାଇକରି ଏ ଦୁନିଆର୍ ଗୁଲାଇବାଟେ ମାପ୍ରୁ ଜିସୁର୍ ନିମାନ୍ କାତା କଇଲାଇ ଆରି ମାପ୍ରୁ ତାକର୍ ସଙ୍ଗ୍ ରଇକରି କାବାଅଇଜିବା ବିନ୍ ବିନ୍ କାମ୍ କଲା । ଏନ୍ତାରି ସେମନ୍ କଇବା କାତା ସତ୍ ବଲି ଦେକାଇଦେଲା ।
Illi autem profecti prædicaverunt ubique, Domino cooperante, et sermonem confirmante, sequentibus signis.