< ମାର୍କ 2 >
1 ୧ କେତେଦିନ୍ ଗାଲା ପଚେ ଜିସୁ ଆରି ତରେକ୍ କପର୍ନାଉମେ ବାଅଡ୍ଲାକେ, ସେ ଗରେ ଆଚେ ବଲି ଆଲା ଅଇଗାଲା ।
And he entered again into Capernaum after [several] days, and it was reported that he was at [the] house;
2 ୨ ସେ ଗରେ ଏତେମାଣ୍ଡ୍ ଲକ୍ ଜମ୍ଲାଇ ଜେ, ଦୁଆରେ ମିସା ଟାନ୍ ଦାରିନାପାର୍ଲା, ଆରି ଜିସୁ ସେମନର୍ ଲଗେ ପର୍ମେସରର୍ ବାକିଅ ସୁନାଇବାର୍ ଦାର୍ଲା ।
and straightway many were gathered together, so that there was no longer any room, not even at the door; and he spoke the word to them.
3 ୩ ସେଡ୍କି ବେଲେ କେତେକ୍ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଦାରିଆଇଲାଇ । ତାକର୍ ବିତ୍ରେ ଅନି ଚାର୍ଲକ୍ ରଗିକେ ବଇରଇଲାଇ ।
And there come to him [men] bringing a paralytic, borne by four;
4 ୪ ମାତର୍ ଲକ୍ମନ୍ ଚିପାଟେଲା ଅଇରଇଲାଇକେ, ତାକେ ଜିସୁର୍ ଲଗେ ନେଇ ନାପାର୍ଲାଇ । ନାପାରିକରି, ଜିସୁ ଜନ୍ଟାନେ ରଇଲା, ତେଇର୍ ଚାନି ବଡ୍ଟା କାଣାକରି, ରଗିକେ କଟ୍ ମିସ୍ତେ ତାର୍ ମୁଆଟେ ସିଦା ଉତ୍ରାଇଦେଲାଇ ।
and, not being able to get near to him on account of the crowd, they uncovered the roof where he was, and having dug [it] up they let down the couch on which the paralytic lay.
5 ୫ ଜିସୁ ସେମନର୍ ବିସ୍ବାସ୍ ଦେକି ଚେରେଙ୍ଗ୍ ରଗିକେ କଇଲା, “ବାବୁରେ ମୁଇ ତର୍ ପାପ୍ କେମା କରିଦେଲି ।”
But Jesus, seeing their faith, says to the paralytic, Child, thy sins are forgiven [thee].
6 ୬ ମାତର୍ ସେ ଗର୍ ବିତ୍ରେ କେତେଟା ସାସ୍ତର୍ ସିକାଇବା ଲକ୍ମନ୍ ବସି ନିଜର୍ ନିଜର୍ ମନ୍ ବିତ୍ରେ ବାବିଅଇତେରଇଲାଇ,
But certain of the scribes were there sitting, and reasoning in their hearts,
7 ୭ “ଏ ଲକ୍ ଚେରେଙ୍ଗ୍ ରଗିକେ ‘ତର୍ ପାପ୍ କେମା କରିଦେଲି ।’ ବଲି କେନ୍ତି କଇପାର୍ଲା? ଏ ପର୍ମେସର୍କେ ନିନ୍ଦା କର୍ସିଆଚେ, ସେ ଗଟେକ୍ ମାପ୍ରୁକେ ଚାଡିଦେଲେ, ଆରି କେ ମିସା ପାପ୍ କେମା କରି ପାରତ୍ କି?”
Why does this [man] thus speak? he blasphemes. Who is able to forgive sins except God alone?
8 ୮ ସେଦାପ୍ରେ ଜିସୁ ସେମନ୍ ମନେ ମନେ ଏନ୍ତାରି ବାବିଅଇଲାଟା, ନିଜର୍ ଆତ୍ମାଇ ଜାନି ସେମନ୍କେ କଇଲା, “ତମେ କାଇକେ ନିଜର୍ ନିଜର୍ ମନେ ଏ ସବୁଜାକ ବାବିଅଇଲାସ୍ନି?
And straightway Jesus, knowing in his spirit that they are reasoning thus within themselves, said to them, Why reason ye these things in your hearts?
9 ୯ କନ୍ଟା କର୍ବାଟା ସଅଜ୍ ଅଇଲାନି? ବାବୁରେ ‘ମୁଇ ତର୍ ପାପ୍ କେମା କରିଦେଲି ।’ ବଲି କଇବାଟା, କି ‘ଉଟ୍ ତର୍ କଟ୍ ବଇ ଇଣ୍ଡିଜା ।’ ବଲ୍ବାଟା?
Which is easier, to say to the paralytic, [Thy] sins are forgiven [thee]; or to say, Arise, and take up thy couch and walk?
10 ୧୦ ମାତର୍ ଗୁଲାଇ ଜଗତର୍ ପାପ୍ କେମା କର୍ବାକେ ପର୍ମେସର୍ ପାଟାଇଲା ନର୍ପିଲା ମର୍ ଅଦିକାର୍ ଆଚେ ବଲି ଏବେ ମୁଇ, ଏ ଲକ୍କେ ନିକ କରି ଦେକାଇବି ।” ସେ ଚେରେଙ୍ଗ୍ ରଗିକେ କଇଲା,
But that ye may know that the Son of man has power on earth to forgive sins, he says to the paralytic,
11 ୧୧ “ମୁଇ ତକେ କଇଲିନି ଉଟ୍, ତର୍ କଟ୍ ବଇ, ନିଜର୍ ଗରେ ବାରିଜା ।”
To thee I say, Arise, take up thy couch and go to thine house.
12 ୧୨ ସେଦାପ୍ରେ ସେ ରଗି ଉଟି କଟ୍ ବଇକରି ସବୁ ଲକର୍ ଦେକ୍ତେ ବାରଇ ଗାଲା । ସେବେଲାଇ ସବୁଲକ୍ କାବା ଅଇ ପର୍ମେସରର୍ ମଇମା କରି କରି କଇଲାଇ, “ଆମେ ଏନ୍ତାରିଟା କେବେ ମିସା ଦେକି ନ ରଇଲୁ ।”
And he rose up straightway, and, having taken up his couch, went out before [them] all, so that all were amazed, and glorified God, saying, We never saw it thus.
13 ୧୩ ସେ ଆରିତରେକ୍ ସମ୍ଦୁରର୍ କଣ୍ଡିବାଟେ ବାରଇଗାଲା । ବେସି ଲକ୍ମନ୍ ତାର୍ ଲଗେ ଆଇଲାକେ, ଜିସୁ ସେମନ୍କେ ସିକିଆ ଦେବାର୍ ଦାର୍ଲା ।
And he went out again by the sea, and all the crowd came to him, and he taught them.
14 ୧୪ ଆରି ସେ ଜାଉ ଜାଉ ଆଲ୍ପିଅର୍ ପଅ ଲେବିକେ ରମିୟ ସର୍କାରର୍ ପାଇ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସି ରଇବାଟା ଦେକି ତାକେ କଇଲା, “ମର୍ ସଙ୍ଗ୍ ଆଉ ।” ତେଇଅନି ସେ ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟା ଚାଡି ଉଟିକରି ଜିସୁର୍ ସଙ୍ଗ୍ ଗାଲା ।
And passing by, he saw Levi the [son] of Alphaeus sitting at the tax-office, and says to him, Follow me. And he rose up and followed him.
15 ୧୫ ପଚେ ଜିସୁ ଲେବିର୍ ଗରେ ଜାଇ କାଇବା ବେଲେ ବେସି ସିସ୍ତୁମାଙ୍ଗ୍ବା ଲକ୍ ଆରି ଜନ୍ ଲକ୍ମନ୍କେ ପାପି ବଲି କଇତେରଇଲାଇ, ତାର୍ ସିସ୍ମନ୍ର୍ ସଙ୍ଗ୍ ମିସି କାଇତେରଇଲାଇ । କାଇକେବଇଲେ ଏନ୍ତାରି ବେସି ଲକ୍ ତାର୍ ସଙ୍ଗ୍ ଜାଇତେ ରଇଲାଇ ।
And it came to pass as he lay at table in his house, that many tax-gatherers and sinners lay at table with Jesus and his disciples; for they were many, and they followed him.
16 ୧୬ ଜିସୁ ପାପି ଆରି ସିସ୍ତୁମାଙ୍ଗୁମନର୍ ସଙ୍ଗ୍ କାଇଲାନି, ଏଟା ଦେକିକରି ପାରୁସି ଦଲର୍ ସାସ୍ତର୍ ସିକାଉମନ୍ ତାର୍ ସିସ୍ମନ୍କେ କଇବାର୍ ଦାର୍ଲାଇ, “ସେ କାଇକେ ସିସ୍ତୁମାଙ୍ଗୁମନର୍ ଆରି ପାପିମନର୍ ସଙ୍ଗ୍ କାଇଲାନି?”
And the scribes and the Pharisees, seeing him eating with sinners and tax-gatherers, said to his disciples, Why [is it] that he eats and drinks with tax-gatherers and sinners?
17 ୧୭ ସେଟା ସୁନି ଜିସୁ ସାସ୍ତର୍ ସିକାଉମନ୍କେ କଇଲା, “ନିମାନ୍ ଲକ୍ମନର୍ପାଇ ଡାକ୍ଦରର୍ ଲଡା ନାଇ, ମାତର୍ ନିମାନ୍ ନ ରଇଲା ଲକ୍ମନ୍କେ ଲଡା ଆଚେ । ଜେ ନିଜେ ‘ମୁଇ ଦରମ୍ ଲକ୍ ।’ ବଲି ବାବିଅଇବା ଲକର୍ପାଇ ମୁଇ ଆସିନାଇ, ମାତର୍ ପାପିମନ୍କେ ପାପ୍ଟାନେଅନି ବାଉଡାଇବାକେ ଆସିଆଚି ।”
And Jesus having heard [it] says to them, They that are strong have not need of a physician, but those who are ill. I have not come to call righteous [men], but sinners.
18 ୧୮ ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଆରି ପାରୁସିମନ୍ ଉପାସ୍ କର୍ତେ ରଇଲାଇ । ସେବେଲାଇ କେତେଲକ୍ ଆସି ଜିସୁକେ କଇଲାଇ, “ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଆରି ପାରୁସିମନର୍ ସିସ୍ମନ୍ ଉପାସ୍ କର୍ବାଇ, ମାତର୍ ତର୍ ସିସ୍ମନ୍ କାଇକେ ଉପାସ୍ ନ କରତ୍?”
And the disciples of John and the Pharisees were fasting; and they come and say to him, Why do the disciples of John and [the disciples] of the Pharisees fast, but thy disciples fast not?
19 ୧୯ ଜିସୁ ସେମନ୍କେ କଇଲା, “ବଜିଟାନେ ବିବା ଦାଙ୍ଗ୍ଡା ରଇବା ଜାକ ବିବା ଦାଙ୍ଗ୍ଡାର୍ ସଙ୍ଗ୍ ରଇବା ଦାଙ୍ଗ୍ଡାମନ୍ ଉପାସେ ରଇବାଇ କି? ନାଇ ନ ରଅତ୍ । ବିବା ଦାଙ୍ଗ୍ଡା ଜେଡେବେଲାଜାକ ରଇସି, ସେ ବେଲାଜାକ ସେମନ୍ ଉପାସେ ନ ରଅତ୍ ।
And Jesus said to them, Can the sons of the bride-chamber fast while the bridegroom is with them? As long as they have the bridegroom with them they cannot fast.
20 ୨୦ ମାତର୍ ବେଲା ଆଇସି, ଜେଡେବେଲେ ଲକ୍ମନ୍ ଆସି ତାକର୍ ଲଗେ ଅନି ବିବା ଦାଙ୍ଗ୍ଡାକେ ଦାରିଜିବାଇ, ସେଦିନେ ସେମନ୍ ଉପାସ୍ କର୍ବାଇ ।
But days will come when the bridegroom shall have been taken away from them, and then shall they fast in that day.
21 ୨୧ “କେ ନୁଆ ଲୁଗାର୍ ଗର୍ଣ୍ଡା ପୁର୍ନା ଲୁଗାଇ ନ ସିଲାଏ, ସିଲାଇଲେ ନୁଆ ଗର୍ଣ୍ଡା ପୁର୍ନା ଲୁଗାକେ ଅଦିକ୍ ଚିରି ପାକାଇସି, ଆରି ଅଦିକ୍ ବଡ୍ଟା କାଣା କରିଦେଇସି ।
No one sews a patch of new cloth on an old garment: otherwise its new filling-up takes from the old [stuff], and there is a worse rent.
22 ୨୨ ଆରି କେ ନୁଆ ଅଙ୍ଗୁର୍ ରସ୍ ପୁର୍ନା ଚାମ୍ ସଙ୍ଗ୍ ତିଆର୍ କଲା ମୁନାଇ ନ ସଙ୍ଗଅତ୍, ସଙ୍ଗଇଲେ ସେ ଅଙ୍ଗୁର୍ ରସ୍ ଆରି ଚାମ୍ ମୁନା ନସିଜାଇସି । ନାଇ ନୁଆ ଅଙ୍ଗୁର୍ ରସ୍ ନୁଆ ଚାମ୍ ମୁନାଇ ସଙ୍ଗଇବାର୍ ଆଚେ ।”
And no one puts new wine into old skins; otherwise the wine bursts the skins, and the wine is poured out, and the skins will be destroyed; but new wine is to be put into new skins.
23 ୨୩ ଜିସୁ ତରେକ୍ ବିସ୍ରାମ୍ବାରେ ତାସ୍ ରଇବା କେତ୍ ବାଟେ ଜାଇତେ ରଇଲା, ଆରି ଜିବାବେଲେ ତାର୍ ସିସ୍ମନ୍ ଦାନ୍ କେଡ୍ ଚିଡାଇତେ ଗାଲାଇ ।
And it came to pass that he went on the sabbath through the cornfields; and his disciples began to walk on, plucking the ears.
24 ୨୪ ସେ ଜାଗାଇ ରଇବା ପାରୁସିମନ୍ ଜିସୁକେ କଇଲାଇ, “ଦେକ୍ ବିସ୍ରାମ୍ବାରେ ଜନ୍ଟା କର୍ବାର୍ ଆମର୍ ବିଦି ନଏଁ । ତର୍ ସିସ୍ମନ୍ କାଇକେ ସେଟା କଲାଇନି?”
And the Pharisees said to him, Behold, why do they on the sabbath what is not lawful?
25 ୨୫ ଜିସୁ ସେମନ୍କେ କଇଲା, “ଆମର୍ ଡାକ୍ପୁଟା ଆନିଦାଦି ଦାଉଦର୍ ଅବାବ୍ ବେଲେ, ସେ ଆରି ତାର୍ ସଙ୍ଗ୍ର୍ ଲକ୍ମନ୍ ବୁକେ ରଇଲାଇ, ସେଡ୍କିବେଲେ ସେ କାଇଟା କରି ରଇଲା, ସେଟା କାଇ ତମେ କେବେ ପଡାସ୍ ନାଇ କି?
And he said to them, Have ye never read what David did when he had need and hungered, he and those with him,
26 ୨୬ ବଡ୍ ପୁଜାରି ଅବିୟାତର୍ ବେଲେ ସେ କେନ୍ତି ପର୍ମେସରର୍ ମନ୍ଦିରେ ପୁରିକରି ମାପ୍ରୁକେ ସର୍ପିଦେଲା ଜନ୍ ଦର୍ସନି ରୁଟି, ପୁଜାରିମନ୍କେ ଚାଡିଦେଲେ ଆରି କେ ମିସା କାଇବାର୍ ବିଦି ନଏଁ, ସେଟା ସେ କାଇଲା, ଆରି ସେ ରୁଟି ନିଜର୍ ସଙ୍ଗର୍ ଲକ୍ମନ୍କେ ମିସା ବାଟାକରି ଦେଇରଇଲା ।”
how he entered into the house of God, in [the section of] Abiathar [the] high priest, and ate the shew-bread, which it is not lawful unless for the priests to eat, and gave even to those that were with him?
27 ୨୭ ଜିସୁ ସେମନ୍କେ କଇଲା, “ବିସ୍ରାମ୍ବାର୍ ଲକ୍ମନର୍ ସାଇଜର୍ପାଇ ଅଇଲା ଆଚେ, ସେଟା ଲକ୍ମନ୍କେ ବିଜାର୍ କର୍ବାକେ ଅଏନାଇ ।
And he said to them, The sabbath was made on account of man, not man on account of the sabbath;
28 ୨୮ ତେବର୍ପାଇ ପର୍ମେସର୍ ପାଟାଇଲା ନର୍ପିଲା ମୁଇ ବିସ୍ରାମ୍ବାରେ ଲକ୍ମନ୍ କାଇଟା କର୍ବାର୍ ଆଚେ, କାଇଟା କର୍ବାର୍ ନାଇ, ସେଟା କଇବାର୍ ମର୍ ଅଦିକାର୍ ଆଚେ ।”
so that the Son of man is lord of the sabbath also.