< ମାର୍କ 3 >
1 ୧ ପଚେ ଜିସୁ ଆରି ଗଟେକ୍ ତର୍ ଜିଉଦିମନର୍ ପାର୍ତନା ଗରେ ଗାଲା । ତେଇ ଗଟେକ୍ ଲକ୍ ରଇଲା । ତାର୍ ଗଟେକ୍ ଆତ୍ ସୁକିଜାଇରଇଲା ।
Դարձեալ ժողովարանը մտաւ, ուր մարդ մը կար՝ որուն ձեռքը չորցած էր:
2 ୨ ଜିସୁ କେଜାନେ ବିସ୍ରାମ୍ ବାରେ ନିମାନ୍ କର୍ସି ବଲି, ସେମନ୍ ଆଁକି ନ ମରାଇତେ ଦେକ୍ତେରଇଲାଇ, କାଇକେବଇଲେ ଜେନ୍ତିକି ତାର୍ ବିରୁଦେ ଦସ୍ ଦାରିପାର୍ବାଇ ।
Անոնք կը հսկէին անոր վրայ՝ տեսնելու թէ արդեօք պիտի բուժէ՛ զայն Շաբաթ օրը, որպէսզի ամբաստանեն զինք:
3 ୩ ଜନ୍ ଲକର୍ ଆତ୍ ସୁକି ଜାଇରଇଲା, ତାକେ ଜିସୁ କଇଲା, “ଆଉ ମଜାଇ ଟିଆ ଅ ।”
Ինք ալ ըսաւ ձեռքը չորցած մարդուն. «Ելի՛ր, կայնէ՛ մէջտեղը»:
4 ୪ ଆରି ଜିସୁ ଲକ୍ମନ୍କେ ପାଚାର୍ଲା, “ବିସ୍ରାମ୍ବାରେ କାଇଟା କର୍ବା ନିଅମ୍? ନିକ କର୍ବାର୍ କି ଆସାର୍ କର୍ବାର୍? ଜିବନ୍ ବଁଚାଇବାର୍ କି ମରାଇଦେବାର୍?” ମାତର୍ ସେମନ୍ କାଇଟା ନ କଇ ଚିମ୍ରାଅଇ ରଇଲାଇ ।
Յետոյ ըսաւ անոնց. «Շաբաթ օրը բարի՞ք ընել արտօնուած է՝ թէ չարիք ընել, անձ մը փրկե՞լ՝ թէ սպաննել»: Անոնք լուռ կեցան:
5 ୫ ସେବେଲେ ତାକର୍ ମନ୍ ଡାଟ୍ ରଇବାଟା ଦେକିକରି ଜିସୁ ଦୁକ୍ଅଇ ରିସାସଙ୍ଗ୍, ଚାରିବେଡ୍ତି ଦେକ୍ଲା । ଆରି ସେ ଲକ୍କେ କଇଲା, “ଆତ୍ ଲାମା ।” ସେ ଲକ୍ ଆତ୍ ଲାମାଇଲା, ଆରି ତାର୍ ଆତ୍ ନିମାନ୍ ଅଇଗାଲା ।
Յիսուս բարկութեամբ շուրջը նայեցաւ՝ անոնց վրայ, տրտմելով անոնց սիրտին կուրութեան համար, ապա ըսաւ այդ մարդուն. «Երկարէ՛ ձեռքդ»: Ան ալ երկարեց, եւ անոր ձեռքը առողջացաւ:
6 ୬ ତେଇଅନି ପାରୁସିମନ୍ ସେ ଜାଗାଇଅନି ଦାପ୍ରେ ବାରଇ ଜାଇ ଜିସୁକେ ମରାଉ ବଲି ତାର୍ ବିରୁଦେ ଏରଦ୍ ରାଜାର୍ ଲକ୍ମନର୍ସଙ୍ଗ୍ ଉପାଇ ପାଁଚ୍ବାର୍ ଦାର୍ଲାଇ ।
Փարիսեցիները՝ իսկոյն դուրս ելլելով Հերովդէսեաններուն հետ՝ խորհրդակցեցան անոր դէմ, թէ ի՛նչպէս կորսնցնեն զայն:
7 ୭ ସେଡ୍କିବେଲେ ଜିସୁ ସିସ୍ମନର୍ ସଙ୍ଗ୍ ଲକ୍ମନର୍ଟାନେଅନି ବେଗ୍ଲି କରି, ସମ୍ଦୁର୍ କଣ୍ଡିବାଟେ ବାରଇ ଗାଲା । ଆରି ଗାଲିଲି ଅନି ବେସି ଲକ୍ ତାର୍ ପଚେ ପଚେ ଆଇଲାଇ, ଆରି ଜିଉଦା,
Յիսուս իր աշակերտներուն հետ մեկնեցաւ ծովեզերքը, ու մեծ բազմութիւն մը հետեւեցաւ անոր՝ Գալիլեայէն եւ Հրէաստանէն,
8 ୮ ଜିରୁସାଲାମ୍, ଇଦମ୍, ଜର୍ଦନ୍ର୍ ଉପର୍ ବାଟେ ରଇବା ସର ଆରି ସିଦନର୍ ଚାରିବେଡ୍ତିର୍ ଲକ୍ ସେ କରିରଇବା ସବୁ କାମର୍ କାତା ସୁନି ତାର୍ ଲଗେ ଆଇଲାଇ ।
Երուսաղէմէն, Եդովմէն ու Յորդանանի միւս կողմէն. նաեւ անոնք՝ որ Տիւրոսի եւ Սիդոնի շրջակայ տեղերէն էին, մեծ բազմութեամբ, երբ լսեցին ինչ որ կ՚ընէր՝ եկան իրեն:
9 ୯ ସେଡ୍କିବେଲେ ଚିପାଟେଲା ରଇଲାକେ, ଲକ୍ମନ୍ ଜେନ୍ତିକି ଉପ୍ରେ ଡାବି ନ ଅଅତ୍, ତେବର୍ ପାଇ ଜିସୁ ସିସ୍ମନ୍କେ ତାର୍ପାଇ ଗଟେକ୍ ସାନ୍ଟା ଡଙ୍ଗା ଆନି ଜାଗାଇବାକେ ତିଆର୍ଲା ।
Յիսուս ըսաւ իր աշակերտներուն որ նաւակ մը տրամադրուի իրեն՝ բազմութեան պատճառով, որպէսզի չսեղմեն զինք:
10 ୧୦ କାଇକେବଇଲେ ସେ ବେସି ଲକ୍ମନ୍କେ ନିମାନ୍ କଲାଜେ ଜର୍ଦୁକା ଅଇରଇବା ଲକ୍ମନ୍ ତାକେ ଚିଉଁ ବଲି ଉପ୍ରେ ଡାବିଅଇ ଜାଇତେରଇଲାଇ ।
Որովհետեւ բուժեց շատերը, այնպէս որ տանջանք ունեցողներ կը խռնուէին շուրջը՝ որպէսզի դպչին իրեն:
11 ୧୧ ଆରି ଜେଡେବେଲେ ଜିସୁକେ କରାପ୍ ଆତ୍ମାମନ୍ ଦେକ୍ତେ ରଇଲାଇ, ସେ ଆତ୍ମାମନ୍ ତାର୍ ମୁଆଟେ ଅଦ୍ରି ଆଉଲିଅଇ କଇତେରଇଲାଇ, “ତୁଇ ଆକା ପର୍ମେସରର୍ ପଅ ।”
Երբ անմաքուր ոգիները տեսնէին զինք, կ՚իյնային իր առջեւ ու կ՚աղաղակէին.
12 ୧୨ ମାତର୍ ଜିସୁ ଡୁମାମନ୍କେ ତାର୍ ବିସଇନେଇ ବିନ୍ ଲକ୍ମନ୍କେ କାଇ ବଲି ନ କୁଆ ବଲି ଡାଟ୍ସଙ୍ଗ୍ ଆଦେସ୍ ଦେଇତେରଇଲା ।
«Դո՛ւն ես Աստուծոյ Որդին»: Իսկ ինք սաստիկ կը հրահանգէր անոնց՝ որ չյայտնեն զինք:
13 ୧୩ ଜିସୁ ପର୍ବତ୍ ଉପ୍ରେ ଜାଇ, ଜନ୍ ଲକ୍ମନ୍କେ ସେ ମନ୍ କଲା, ସେମନ୍କେ ଲଗେ ଡାକ୍ଲା, ଆରି ସେମନ୍ ତାର୍ ଲଗେ ଆଇଲାଇ ।
Ապա լեռը ելաւ եւ իրեն կանչեց իր ուզածները, ու քովը գացին:
14 ୧୪ ସେ ବାର ଲକ୍କେ ବାଚ୍ଲା ଆରି ସେମନ୍କେ ତାର୍ କବର୍ ନେଉ ବଲି ଡାକ୍ଲା । ଜେନ୍ତି ସେମନ୍ ତାର୍ ସଙ୍ଗ୍ ରଇପାରତ୍ ଆରି ସେମନ୍ ତାର୍ କବର୍ ଜାନାଇବାଇ,
Եւ ընտրեց տասներկու հոգի, որպէսզի ըլլան իրեն հետ, ու ղրկէ զանոնք՝ քարոզելու,
15 ୧୫ ଆରି ଡୁମାଚାଡାଇବାକେ ଅଦିକାର୍ ଦେଲା ।
նաեւ իշխանութիւն ունենալու՝ ախտերը բուժելու եւ դեւերը դուրս հանելու համար.-
16 ୧୬ ଜିସୁ ବାର ଲକ୍କେ ବାଚ୍ଲା, ଜନ୍ଲକ୍ମନ୍ କି ସିମନ୍, ଜାକେ ସେ ପିତର୍ ବଲି ନାଉଁ ଦେଲା,
Սիմոնը՝ որ Պետրոս անուանեց,
17 ୧୭ ଜେବଦିର୍ ପ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ସେ ବିନେରିଗସ୍ ବଲି ନାଉଁ ଦେଲା, ଆର୍ ଅରତ୍ ଅଇଲାନି ମେଗ୍ନାଦର୍ ପଅମନ୍,
Զեբեդեան Յակոբոսն ու Յակոբոսի եղբայրը՝ Յովհաննէսը, որոնք Բաներեգէս անուանեց, որ ըսել է. «Որոտումի որդիներ»,
18 ୧୮ ଆନ୍ଦ୍ରିୟ, ପିଲିପ୍, ବାର୍ତଲମି, ମାତିଉ, ତମା, ଆଲ୍ପିର୍ ପଅ ଜାକୁବ୍, ତଦିୟ, କିଣାନିୟ ସିମନ୍, ଜେ କି ରମିୟ ସର୍କାରର୍ ବିରୁଦେ ଉଟିରଇଲା ।
Անդրէասը, Փիլիպպոսը, Բարթողոմէոսը, Մատթէոսը, Թովմասը, Ալփէոսեան Յակոբոսը, Թադէոսը, Սիմոն Կանանացին
19 ୧୯ ଆରି ଇସ୍କାରିୟତିୟ ଜିଉଦା, ଜେ କି ଜିସୁକେ ସତ୍ରୁକେ ସର୍ପି ଦେଇରଇଲା ।
եւ Յուդա Իսկարիովտացին, որ մատնեց զայն:
20 ୨୦ ପଚେ ଜିସୁ ଗଟେକ୍ ଗରେ ପୁର୍ଲା । ସେଡ୍କି ବେଲେ ଲକ୍ମନ୍ ଆରି ତରେକ୍ ଏତେକ୍ ରୁଣ୍ଡ୍ଲାଇ ଜେ, ସେ ଆରି ତାର୍ ସିସ୍ମନ୍ କାଇବାର୍ ମିସା ନାପାର୍ଲାଇ ।
Տուն գացին, ու դարձեալ բազմութիւնը համախմբուեցաւ, այնպէս որ չկրցան նոյնիսկ հաց ուտել:
21 ୨୧ “ଜିସୁକେ କାଇବାକେ ମିସା ବେଲା ନାଇ ।” ବଲି କଇ ତାକର୍ ଗରର୍ ଲକ୍ ସୁନି, ତାକେ ଗରେ ଡାକିନେବାକେ ଆଇଲାଇ । କାଇକେବଇଲେ ସେମନ୍ କଇଲାଇ, “ତାର୍ ବୁଦି ବାନାଅଇଗାଲାନି ।”
Երբ իրենները լսեցին՝ գացին որ բռնեն զինք, քանի որ կ՚ըսէին. «Ցնորա՛ծ է»:
22 ୨୨ ଆରି, ଜିରୁସାଲାମ୍ ଅନି ଆସିରଇବା ସାସ୍ତର୍ ସିକାଉମନ୍ କଇଲାଇ, “ଆକେ ଡୁମାମନର୍ ନେତା ବାଲ୍ଜିବୁଲ୍ ଦାରିଆଚେ, ଆରି ଡୁମାମନର୍ ନେତାର୍ ବପୁସଙ୍ଗ୍ ଡୁମା ଚାଡାଇଲାନି ।”
Երուսաղէմէն իջած դպիրներն ալ կ՚ըսէին. «Անոր մէջ Բէեղզեբուղ կայ, եւ դեւերուն իշխանո՛վ կը հանէ դեւերը»:
23 ୨୩ ସେଡ୍କିବେଲେ ଜିସୁ ସାସ୍ତର୍ ସିକାଉମନ୍କେ ଲଗେଡାକି ଉଦାଅରନ୍ ଦେଇ କଇଲା, “ସଇତାନ୍ କେନ୍ତି ସଇତାନ୍କେ ଚାଡାଇ ପାର୍ସି?
Յիսուս կանչելով զանոնք՝ առակներով խօսեցաւ անոնց. «Սատանան ի՞նչպէս կրնայ դուրս հանել Սատանան:
24 ୨୪ ଜଦି ଗଟେକ୍ ରାଇଜ୍ ଦୁଇ ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ରାଜିଅ ବେସିଦିନ୍ ନ ରଏ ।
Եթէ թագաւորութիւն մը բաժնուի ինքնիր դէմ՝ այդ թագաւորութիւնը չի կրնար կենալ:
25 ୨୫ ଗଟେକ୍ ଗର୍ ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ଗର୍ ବେସି ଦିନ୍ ନ ରଏ ।
Եթէ տուն մը բաժնուի ինքնիր դէմ, այդ տունը չի կրնար կենալ:
26 ୨୬ ସେନ୍ତାର୍ସେ ସଇତାନ୍ ଜଦି ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ତବିର୍ ଅଇ ରଇ ନାପାରେ, ମାତର୍ ତାର୍ ବିନାସ୍ ଗଟ୍ସି ।
Եթէ Սատանան կանգնած ու բաժնուած է ինքնիր դէմ՝ ան չի կրնար կենալ, հապա անոր վախճանը հասած է:
27 ୨୭ “ମାତର୍ କେ ମିସା ବପୁ ରଇବା ଲକ୍କେ ପର୍ତୁମ୍ ନ ବାନ୍ଦ୍ତେ, ତାର୍ ଗରେ ପୁରିକରି ସେଲକର୍ ନିଜର୍ ସବୁ ଚରାଇ ନେଇ ନାପାରେ, ମାତର୍ ସେ ବପୁ ରଇବା ଲକ୍କେ ଆଗେ ବାନ୍ଦ୍ଲେ ସିନା ସେ ତାର୍ ଗରେ ପୁରି ଚରିପାର୍ସି ।
Ո՛չ մէկը կրնայ մտնել ուժեղ մարդու մը տունը եւ յափշտակել անոր կարասիները, եթէ նախ չկապէ ուժեղ մարդը, եւ այ՛ն ատեն կողոպտէ անոր տունը:
28 ୨୮ “ମୁଇ ତମ୍କେ ସତ୍ କଇଲିନି, ଲକ୍ମନର୍ ସବୁ ପାପ୍, ଆରି ସେମନ୍ ଜେତେକ୍ ନିନ୍ଦା କାତା କଇ ପର୍ମେସରର୍ ନିନ୍ଦା କଲେ ମିସା, ସେ ସବୁଜାକ କେମା କରାଅଇସି ।
Ճշմա՛րտապէս կը յայտարարեմ ձեզի. “Մարդոց որդիներուն պիտի ներուի ամէն մեղք, նաեւ հայհոյութիւնները՝ ո՛րքան ալ հայհոյեն:
29 ୨୯ ଜେକି ସୁକଲ୍ଆତ୍ମାର୍ ବିରୁଦେ ନିନ୍ଦା କାତା କଇସି, ତାକେ କନ୍ କାଲେ ମିସା ପର୍ମେସର୍ କେମା ନ ଦେଏ, ଆରି ସେ ନ ସାର୍ବା ପାପର୍ ଦସି ଅଇସି ।” (aiōn , aiōnios )
Բայց ո՛վ որ հայհոյէ Սուրբ Հոգիին դէմ, յաւիտեա՛ն ներում պիտի չունենայ, հապա արժանի պիտի ըլլայ յաւիտենական դատապարտութեան”»: (aiōn , aiōnios )
30 ୩୦ ତାକେ କାରାପ୍ ଆତ୍ମା ଲାଗିଆଚେ ବଲି ସାସ୍ତର୍ ସିକାଉମନ୍ କଇଲାଇକେ, ଜିସୁ ଏନ୍ତାରି କଇଲା ।
Որովհետեւ կ՚ըսէին. «Անմաքուր ոգի կայ անոր մէջ»:
31 ୩୧ ସେଡ୍କିବେଲେ ଜିସୁର୍ ମା ଆରି ବାଇମନ୍ ଆସି ବାଇରେ ଟିଆ ଅଇ ଜିସୁକେ ଡାକାଇପାଟାଇଲାଇ ।
Յետոյ անոր մայրն ու եղբայրները եկան, եւ դուրսը կայնելով՝ մարդ ղրկեցին ու կանչեցին զայն.
32 ୩୨ ତେଇ ତାର୍ ଚାରିବେଡ୍ତି ବସି ରଇବା ଲକ୍ମନ୍ ତାକେ କଇଲାଇ, “ଦେକା, ତମର୍ ମାଆ ଆରି ବାଇ ବଇନି ବାଇରେ ରଇ ତମ୍କେ କଜ୍ଲାଇନି ।”
բազմութիւնն ալ նստած էր անոր շուրջը: Երբ ըսին իրեն. «Ահա՛ քու մայրդ ու եղբայրներդ կը փնտռեն քեզ դուրսը»,
33 ୩୩ ଜିସୁ ସେମନ୍କେ କଇଲା, “କେ ମର୍ ମା ଆରି ବାଇବଇନିମନ୍?”
ան ալ պատասխանեց անոնց. «Ո՞վ է իմ մայրս, կամ որո՞նք են եղբայրներս»:
34 ୩୪ ସେ ତାର୍ ଚାରିବେଡ୍ତି ବସିରଇବା ଲକ୍ମନ୍କେ ଦେକିକରି କଇଲା, “ଏମନ୍ ମର୍ ମାଆ ଆରି ମର୍ ବାଇ ବଇନି ।
Եւ նայելով իր շուրջը նստողներուն՝ ըսաւ. «Ահա՛ մայրս ու եղբայրներս.
35 ୩୫ ଜନ୍ ଲକ୍ମନ୍ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାଇ, ସେ ମର୍ ବାଇ, ବଇନି ଆରି ମା ।”
որովհետեւ ո՛վ որ կը գործադրէ Աստուծոյ կամքը, անիկա՛ է իմ եղբայրս, քոյրս եւ մայրս»: