< ମାର୍କ 5 >
1 ୧ ଜିସୁ ଆରି ତାର୍ ସିସ୍ମନ୍ ସମ୍ଦୁର୍ ସେପାଟେ ରଇବା ଗରାସିୟମନର୍ ଜାଗାଇ କେଟ୍ଲାଇ ।
Y vinieron a la otra parte de la mar a la provincia de los Gadarenos.
2 ୨ ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ ଗଟେକ୍ ଡୁମା ଦାରିରଇବା ଲକ୍ ମସ୍ନେ ଅନି ବାରଇ ତାକେ ବେଟ୍ଅଇବାକେ ଆଇଲା ।
Y salido él de la nave, luego le salió al encuentro un hombre de los sepulcros con un espíritu inmundo,
3 ୩ ସେ ଲକ୍ ମସ୍ନେ ବାସାଅଇରଇଲା, ଆରି କେ ମିସା ତାକେ ସିକିଲି ସଙ୍ଗ୍ ବାନ୍ଦି ନାପାର୍ତେ ରଇଲାଇ ।
Que tenía su morada en los sepulcros, y ni aun con cadenas le podía alguien atar;
4 ୪ ତାକେ କେତେକ୍ ତର୍ ଗଡେ କଡୁ ଆରି ଆତେ ସିକିଲି ସଙ୍ଗ୍ ବାନ୍ଦ୍ଲେ ମିସା, ସେ ସିକିଲି ସବୁ ଚିଡାଇ ଦେଇ, କଡୁ ସବୁ ବାଙ୍ଗାଇ ପାକାଇତେ ରଇଲା । ତାକେ ବାନ୍ଦି ସଙ୍ଗଇବାକେ କାର୍ ମିସା ବପୁ ନ ରଇଲା ।
Porque muchas veces había sido atado con grillos y cadenas, mas las cadenas habían sido hechas pedazos por él, y los grillos desmenuzados; y nadie le podía domar.
5 ୫ ସେ ଦିନ୍ ରାତି ସବୁବେଲେ ମସ୍ନେ ଆରି କୁପ୍ଲିତେଇ ରଇ କିର୍କିର୍ତେ ରଇଲା, ଆରି ପାକ୍ନା ସଙ୍ଗ୍ ଗାଗ୍ଡେ ମୁଣ୍ଡେ ମାରିଅଇ କଣ୍ଡିଆ ବଣ୍ଡିଆ ଅଇଜାଇତେରଇଲା ।
Y siempre de día y de noche andaba dando voces en los montes y en los sepulcros, e hiriéndose con piedras.
6 ୬ ସେ ଜିସୁକେ ଦୁରିକେ ଅନି ଦେକି ପାଲାଇ ଆସି ତାର୍ ମୁଆଟେ ଅଦର୍ଲା ।
Y como vio a Jesús de lejos, corrió, y le adoró;
7 ୭ ଆରି ଆଉଲି ଅଇ କିର୍କିରି କରି କଇଲା, “ଏ ସବୁର୍ ଟାନେଅନି ବଡ୍ ପର୍ମେସରର୍ ପ ଜିସୁ, ମର୍ ଟାନେ ତମର୍ କାଇ କାମ୍ ଆଚେ? ମୁଇ ତମ୍କେ ପର୍ମେସରର୍ ନାଉଁ ଦାରି ଗୁଆରି କରି କଇଲିନି, ମକେ କସ୍ଟ ଦିଆନାଇ ।”
Y clamando a gran voz, dijo: ¿Qué tengo yo que ver contigo, Jesús, Hijo del Dios Altísimo? Te conjuro por Dios que no me atormentes.
8 ୮ କାଇକେବଇଲେ ଜିସୁ ତାକେ ଆଗ୍ତୁ କଇତେରଇଲା, “ଏରେ ଡୁମା, ଏ ଲକର୍ଟାନେଅନି ବାରଇ ଜା ।”
Porque le decía: Sal de este hombre, espíritu inmundo.
9 ୯ ଆରି, ଜିସୁ ତାକେ ପାଚାର୍ଲା, “ତର୍ ନାଉଁ କାଇ ନାଉଁ?” ସେ ତାକେ କଇଲା, “ମର୍ ନାଉଁ ବାଇନି ଡୁମା, ଏନ୍ତି ଆମେ ଜବର୍ ଆଚୁ ।”
Y le preguntó: ¿Cómo te llamas? Y respondió, diciendo: Legión me llamo; porque somos muchos.
10 ୧୦ ଆରି, ସେ ଲକ୍ ଜେନ୍ତିକି ସେମନ୍କେ ସେ ଜାଗାଇ ଅନି ବାଇରେ ନ ପାଟାଅ ବଲି, ଜିସୁକେ ତର୍କେ ତର୍ ଜୁଆର୍ ବିଆର୍ କଲା ।
Y le rogaba mucho que no los echase fuera de aquel país.
11 ୧୧ ସେ ଲଗର୍ କୁପ୍ଲି ପାଲିକେ ବେସି ଗୁସ୍ରି ମାନ୍ଦା ଚାର୍ତେରଇଲାଇ ।
Y estaba allí cerca de los montes una grande manada de puercos paciendo.
12 ୧୨ ଆରି ଡୁମାମନ୍ ଜିସୁକେ ଜୁଆର୍ ବିଆର୍ କରି କଇଲାଇ, “ସେ ଗୁସ୍ରିମନର୍ ବିତ୍ରେ ପୁର୍ବାକେ ଆମ୍କେ ପାଟାଆ ।”
Y le rogaron todos aquellos demonios, diciendo: Envíanos a los puercos para que entremos en ellos.
13 ୧୩ ଜିସୁ ସେମନ୍କେ ଆଦେସ୍ ଦେଲାଦାପ୍ରେ, ସେ ଲକର୍ ଲଗେଅନି ଡୁମାମନ୍ ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ସେଡ୍କିବେଲେ, ସେ ଆଡାର୍ ବିଡ୍କିକରି ପାଲାଇଲାଇ ଆରି କୁପ୍ଲି ଅନି ଗସ୍ରିକରି ସମ୍ଦୁରେ ଜାଇ ବୁଡି ମରିଗାଲାଇ । ଆଡାରେ ଗୁସ୍ରି ମାନ୍ଦା ପାକାପାକି ଦୁଇଅଜାର୍ଟା ରଇଲାଇ ।
Y les permitió luego Jesús; y saliendo aquellos espíritus inmundos, entraron en los puercos; y la manada se precipitó con impetuosidad por un despeñadero en la mar, y eran como dos mil, y se ahogaron en la mar.
14 ୧୪ ଗୁସ୍ରିମନ୍କେ ଚାରାଇତେରଇବା ଲକ୍ମନ୍ ପାଲାଇ ଜାଇ ଗାଉଁ ଆରି ଗୁଡାମନ୍କେ ସେଟା ଜାନାଇଲାଇ । ଜାନାଇଲାଟା ସୁନି ଲକ୍ମନ୍ “ତେଇ କାଇଟା ଅଇଲାଆଚେ?” ବଲି ଦେକ୍ବାର୍ ଆଇଲାଇ ।
Y los que apacentaban los puercos huyeron, y dieron aviso en la ciudad y en los campos. Y salieron para ver que era aquello que había acontecido.
15 ୧୫ ଆରି ଲକ୍ମନ୍ ଜିସୁର୍ ଲଗେ ଆସିକରି ସେ ଡୁମା ଦାରି ରଇଲା ଜନ୍ଲକ୍କେ କି ଆଗ୍ତୁ ବାଇନି ଡୁମା ଦାରିରଇଲା, ସେ ଲକ୍ ନିମାନ୍ ଲୁଗା ପିନ୍ଦିକରି ନିକ ଲକର୍ପାରା ବସିରଇବାଟା ଦେକି ଡରିଗାଲାଇ ।
Y vienen a Jesús, y ven al que había sido atormentado del demonio, sentado, y vestido, y en seso el que había tenido la legión; y tuvieron temor.
16 ୧୬ ଆରି ଜନ୍ ଲକ୍ମନ୍ ଦେକିରଇଲାଇ, ସେମନ୍ ସେ ଡୁମା ଦାରିରଇବା ଲକ୍କେ କାଇଟା ଅଇରଇଲା, ସେଟା ଆରି ଗୁସ୍ରିମନ୍କେ ଅଇଲା ବିସଇ ସେମନ୍କେ କଇଦେଲାଇ ।
Y les contaron los que lo habían visto, como había acontecido al que había tenido el demonio, y lo de los puercos.
17 ୧୭ ତେଇ ଲକ୍ମନ୍ ଜିସୁକେ ସେମନର୍ ସନ୍ଦିଅନି ଚାଡି ଜିବାକେ ବାବୁଜିଆ କଲାଇ ।
Y comenzaron a rogarle que se fuese de los términos de ellos.
18 ୧୮ ପଚେ ଜିସୁ ଡଙ୍ଗାଇ ଚଗ୍ବା ବେଲେ ଜନ୍ଲକ୍କେ ଆଗ୍ତୁ ଡୁମା ଦାରିରଇଲା, ସେ ଲକ୍ ତାର୍ ସଙ୍ଗ୍ ରଇବାକେ ବାବୁଜିଆ କଲା ।
Y entrando él en la nave, le rogaba el que había sido fatigado del demonio, para estar con él.
19 ୧୯ ମାତର୍ ଜିସୁ ତାକେ ତେବାଇକରି କଇଲା, “ତମର୍ ଗରେ, ତମର୍ ନିଜର୍ ଲକ୍ମନର୍ ଟାନେ ଜା, ଆରି ପର୍ମେସର୍ ତର୍ପାଇ ଜନ୍ ବଡ୍ କାମ୍ କଲା ଆଚେ ଆରି ତକେ ଜନ୍ ଦୟା ଦେକାଇ ଆଚେ, ସେଟା ସବୁ ସେମନ୍କେ ଜାନାଇଦେସ୍ ।”
Mas Jesús no le permitió, sino le dijo: Vete a tu casa a los tuyos, y cuéntales cuán grandes cosas el Señor ha hecho contigo, y como ha tenido misericordia de ti.
20 ୨୦ ତେଇଅନି ସେ ଲକ୍ ଜାଇକରି, ଜିସୁ ତାର୍ପାଇ ଜନ୍ ବଡ୍ କାମ୍ କରିରଇଲା, ସେ ସବୁ ଦେକାପଲି ନଅରେ, ଗାଉଁମନ୍କେ କଇବୁଲ୍ଲା । ତେଇ ସବୁଲକ୍ କାବା ଅଇଗାଲାଇ ।
Y se fue, y comenzó a publicar en Decápolis cuán grandes cosas Jesús había hecho con él; y todos se maravillaban.
21 ୨୧ ଜିସୁ ଡଙ୍ଗା ଲଙ୍ଗି ଜାଇ ଆରିତରେକ୍ ବାଉଡି ଆଇଲାଦାପ୍ରେ, ଜବର୍ଲକ୍ ତାର୍ ଲଗେ ରୁଣ୍ଡ୍ଲାଇ, ଆରି ସେ ସମ୍ଦୁର୍ କଣ୍ଡି ରଇଲା ।
Y pasando otra vez Jesús en una nave a la otra parte, se juntó a él una gran multitud; y estaba junto a la mar.
22 ୨୨ ସେଡ୍କିବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଅ, ଜାଇରସ୍ ନାଉଁର୍ ଗଟେକ୍ ଲକ୍ ଆସି ଜିସୁକେ ଦେକି ତାର୍ ଗଡ୍ତଲେ ଅଦର୍ଲା ।
Y vino uno de los príncipes de la sinagoga llamado Jairo; y como le vio, se postró a sus pies,
23 ୨୩ ଆରି ବେସି ବାବୁଜିଆ କରି କଇଲା, “ମର୍ ଟକି ମର୍ବା ଉପ୍ରେ ଆଚେ, ସେ ଜେନ୍ତି ନିକ ଅଇ ବଁଚ୍ସି, ତେବର୍ ପାଇ ତମେ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଦିଆସ୍ ।”
Y le rogaba mucho, diciendo: Mi hija está a la muerte: Ven y pon las manos sobre ella, para que sea sana, y vivirá.
24 ୨୪ ଜିସୁ ତାକର୍ ସଙ୍ଗ୍ ଗାଲା, ଆରି ଗାଦିଲକ୍ ତାର୍ ପଚେ ପଚେ ଜିବାର୍ ଦାର୍ଲାଇ, ଆରି ଲକ୍ମନ୍ ତାକେ ଡାବାଡାବି ଅଇତେ ରଇଲାଇ ।
Y fue con él, y le seguía mucha gente, y le apretaban.
25 ୨୫ ତେଇ ଗଟେକ୍ ବାର ବରସ୍ ଜାକ ଗାଗ୍ଡେଅନି ବନି ଜିବା ମାଇଜିଟକି ରଇଲା ।
Y una mujer que estaba con flujo de sangre doce años hacía,
26 ୨୬ ଜେ କି କେତେ କେତେ ଡାକ୍ଟର୍ଟାନେ ଜାଇକରି ମିସା ସାସ୍ତି ବଗି ସବୁ ବିକିଦେଇ ରଇଲା । ମାତର୍ ଅଲପ୍ମିସା ନିକ ନ ଅଇ ଅଦିକ୍ ଅଦିକ୍ ଅଇଜାଇତେରଇଲା ।
Y había sufrido mucho de muchos médicos, y había gastado todo lo que tenía, y nada había aprovechado, antes le iba peor,
27 ୨୭ ଜେଡେବେଲେ ସେ ଜିସୁର୍ ବିସଇ ସୁନି, ଲକ୍ ଗଅଲି ବିତ୍ରେ ପଚ୍ବାଟେ ଆସି ଜିସୁର୍ ଲୁଗା ଚିଇଲା, କାଇକେବଇଲେ ସେ କଇତେ ରଇଲା,
Como oyó hablar de Jesús, vino entre el gentío por detrás, y tocó su vestido.
28 ୨୮ “କେନ୍ତି ମିସା ମୁଇ ତାର୍ ଲୁଗାଜାଲି ଅଲପ୍ ଚିଇଲେ ନିମାନ୍ ଅଇବି ।”
Porque decía: Si yo tocare tan solamente su vestido, quedaré sana.
29 ୨୯ ସେ ଦାପ୍ରେ ତାର୍ ବନି ଜିବାଟା ବନ୍ଦ୍ଅଇଗାଲା, ସେଟା ସେ ନିଜେ ଜାନି ପାର୍ଲା ।
Y luego la fuente de su sangre se secó, y sintió en su cuerpo que estaba sana de aquel azote.
30 ୩୦ ସେ ଦାପ୍ରେ ଜିସୁ ନିଜର୍ ଟାନେଅନି ସକ୍ତି ବାରଇବାଟା ଜାନିକରି ଲକ୍ମନର୍ ବାଟେ ବୁଲି ଦେକି କଇଲା, “କେ ମର୍ ଲୁଗା ଚିଇଲା?”
Y Jesús luego conociendo en sí mismo la virtud que había salido de él, volviéndose hacia el gentío, dijo: ¿Quién ha tocado mis vestidos?
31 ୩୧ ତାର୍ ସିସ୍ମନ୍ ତାକେ କଇଲାଇ, “ତମେତା ଦେକ୍ଲାସ୍ନି, ଲକ୍ମନ୍ ତମର୍ ଉପ୍ରେ ଡାବା ଡାବି ଅଇଗାଲାଇନି ଆରି ତମେ କେନ୍ତି କଇଲାସ୍ନି, କେ ମକେ ଚିଇଲା ବଲି?”
Y le dijeron sus discípulos: Ves que la multitud te aprieta, y dices: ¿Quién me ha tocado?
32 ୩୨ ମାତର୍ ଜେ ଏଟା କରିରଇଲା, ତାକେ ଦେକ୍ବାକେ ସେ ଚାରିବେଡ୍ତି ଆଁକି ବୁଲାଇବାର୍ ଦାର୍ଲା ।
Y él miraba al rededor por ver a la que había hecho esto.
33 ୩୩ ସେଡ୍କି ବେଲେ ସେ ମାଇଜିଟକି ତାକେ ଜନ୍ ଜନ୍ଟା ଗଟିଆଚେ, ସେଟା ଜାନି, ଡରିକରି ତର୍ତରି ତର୍ତରି ଆସି ଜିସୁର୍ ଗଡ୍ତଲେ ଅଦ୍ରି ସବୁ ସତ୍କାତା କଇଲା ।
Entonces la mujer temiendo y temblando, sabiendo lo que en sí había sido hecho, vino, y se postró delante de él, y le dijo toda la verdad.
34 ୩୪ ଜିସୁ ତାକେ କଇଲା, “ନୁନି, ମର୍ଟାନେ ବିସ୍ବାସ୍ କଲାକେ ତୁଇ ନିମାନ୍ ଅଇ ଆଚୁସ୍, ସାନ୍ତିଅଇ ଜା ଆରି ତର୍ ରଗେଅନି ନିମାନ୍ ଅଇ ର ।”
Y él le dijo: Hija, tu fe te ha hecho sana; vé en paz, y queda sana de tu azote.
35 ୩୫ ସେ ଏ କାତା କଇଲା ବେଲେ ଜିଉଦି ମନର୍ ପାର୍ତନା ଚାଲାଉ ଜାଇରସର୍ ଗରେଅନି ଗଟେକ୍ ଲକ୍ ଆସି କଇଲା, “ତମର୍ ନୁନି ମରିଗାଲାବେ, କାଇକେ ଗୁରୁକେ ଆରି କସ୍ଟ ଦେଲାସ୍ନି?”
Hablando aun él, vinieron de casa del príncipe de la sinagoga, diciendo: Tu hija es muerta: ¿para qué fatigas más al Maestro?
36 ୩୬ ମାତର୍ ଜିସୁ ସେମନ୍ କାତା ଅଇଲାଟା ନ ସୁନ୍ଲାପାରାଅଇ ପାର୍ତନା ଚାଲାଉକେ କଇଲା, “ଡରାନାଇ, ଆବ୍କା ବିସ୍ବାସ୍ କରା ।”
Mas Jesús luego, en oyendo esta razón que se decía, dijo al príncipe de la sinagoga: No temas: cree solamente.
37 ୩୭ ଆରି ପିତର୍, ଜାକୁବ ଆରି ତାର୍ ବାଇ ଜଅନକେ ଚାଡି ଆରି କାକେ ନିଜର୍ ସଙ୍ଗ୍ ଜିବାକେ ଦେଏ ନାଇ ।
Y no permitió que alguno viniese tras él, sino Pedro, y Santiago, y Juan hermano de Santiago.
38 ୩୮ ସେମନ୍ ପାର୍ତନା ଚାଲାଉର୍ ଗରେ ଆଇଲା ଦାପ୍ରେ, ଜିସୁ, ଆଉଲି ଅଇବାଟା ଆରି ବେସି ମାର୍ଚପ୍ ଅଇ କାନ୍ଦ୍ବାଟା ଦେକ୍ଲା ।
Y vino a casa del príncipe de la sinagoga, y vio el alboroto, y los que lloraban y gemían mucho.
39 ୩୯ ମାତର୍ ବିତ୍ରେ ଜାଇ ଲକ୍ମନ୍କେ କଇଲା, “କାଇକେ ଆଉଲି ଅଇ କାନ୍ଦ୍ଲାସ୍ନି? ଏ ନୁନି ମରେ ନାଇ, ଅବ୍କା ସଇଦେଇଆଚେ ।” ସେଡ୍କି ବେଲେ ସେମନ୍ ଜିସୁକେ ଲାଜ୍ କରାଇ କଇବାର୍ ଦାର୍ଲାଇ ।
Y entrado, les dice: ¿Por qué os alborotáis, y lloráis: La joven no es muerta, sino que duerme.
40 ୪୦ ମାତର୍ ସେ ସବୁକେ ବାର୍କରି ଟକିର୍ ଆୟାବାବାକେ ଆରି ନିଜର୍ ସିସ୍ମନର୍ ସଙ୍ଗ୍, ତାକେ ଜନ୍ ଲଗେ ଡୁଲାଇ ରଇଲାଇ, ସେ ଜାଗାଇ ଗାଲା ।
Y hacían burla de él; mas él, echados fuera todos, toma al padre y a la madre de la joven, y a los que estaban con él, y entra donde estaba la joven echada.
41 ୪୧ ଆରି ଟକିର୍ ଆତେଦାରି ତାକେ କଇଲା, “ଟଲିତାକୁମ୍!” ବଇଲେ “ଏ ନୁନି ମୁଇଁ ତକେ କଇଲିନି ଉଟ୍!”
Y tomando la mano de la joven, le dice: Talitha cumi; que quiere decir: Joven, a ti digo, levántate.
42 ୪୨ ଏତ୍କି କଇଲା ଦାପ୍ରେ ଟକି ଉଟି ବୁଲ୍ବାର୍ ଦାର୍ଲା, ତାକେ ବାର ବରସ୍ ଅଇରଇଲା । ସେଡ୍କିବେଲେ ସବୁଲକ୍ମନ୍ ଦେକି ଅଦିକ୍ କାବାଅଇଗାଲାଇ ।
Y luego la joven se levantó, y andaba; porque era de doce años: y se espantaron de grande espanto.
43 ୪୩ ଜେନ୍ତି ଆରି, କେ ମିସା ଟକିକେ ଗଟ୍ଲା ବିସଇ ନାଜାନତ୍, ତେବର୍ ପାଇ ସେ ଟକିର୍ ଆୟାବାବାକେ ଅଦିକ୍ ଡାଟ୍ ସଙ୍ଗ୍ ଆଦେସ୍ ଦେଲା, ଆରି “ଟକିକେ କାଇଟା ଆଲେ କାଇବାକେ ଦିଆସ୍ ।” ବଲି କଇଲା ।
Mas él les encargó estrechamente que nadie lo supiese; y dijo que diesen de comer a la joven.