< ମାର୍କ 9 >
1 ୧ ଆରିତରେକ୍ ଜିସୁ ସେମନ୍କେ କଇଲା, ମୁଇ ତମ୍କେ ସତ୍ କାତା କଇଲିନି । ସେଟାର୍ପାଇ ସୁନା, ଏବେ ଇତି ରଇବା କେତେ ଲକ୍ମନ୍, ପର୍ମେସର୍ ରାଜା ଅଇକରି ତାର୍ ରାଇଜ୍ ସାସନ୍ କର୍ବାଟା ନ ଦେକ୍ବା ଜାକ ନ ମରାସ୍ ।
Եւ նրանց ասաց. «Ճշմարիտ եմ ասում ձեզ, թէ նրանցից, որ այստեղ են, կան ոմանք, որոնք մահ չպիտի ճաշակեն, մինչեւ որ տեսնեն Աստծու արքայութիւնը՝ զօրութեամբ եկած»:
2 ୨ ଚଅ ଦିନ୍ ପଚେ ଜିସୁ ପିତର୍ ଜାକୁବ୍ ଆରି ଜଅନକେ ତାର୍ ସଙ୍ଗ୍ ମିସ୍ତେ ଡାକିକରି କେ ନଇବା ଗଟେକ୍ ଡେଙ୍ଗ୍ ପର୍ବତ୍ ଉପ୍ରେ ଗାଲା । ସିତି ସେମନର୍ ମୁଆଟେ ତାର୍ ରୁପ୍ ବଦ୍ଲିଗାଲା ।
Վեց օր յետոյ Յիսուս իր հետ վերցրեց Պետրոսին, Յակոբոսին եւ Յովհաննէսին ու առանձին նրանց հանեց մի բարձր լերան վրայ եւ նրանց առաջ պայծառակերպուեց:
3 ୩ ଆରି ତାର୍ ପଚିଆ ବେସି ଜଗ୍ଜଗି ଜାଇ, ଦବ୍ ଅଇଗାଲା । ଆରି ଏ ଦୁନିଆ ଇସାବେ କେ ମିସା ସେନ୍ତି ଦବ୍ କରି ଦଇନାପାରତ୍ ।
Եւ նրա զգեստները փայլուն, խիստ սպիտակ դարձան, այնպէս որ երկրի վրայ ոչ մի լուացք անող չի կարող այդքան սպիտակեցնել:
4 ୪ ଆରି ମସାର୍ ସଙ୍ଗ୍ ଏଲିୟ ଆରି ଜିସୁ ମିସ୍ତେ କାତାବାର୍ତା ଅଇବାଟା ସେମନ୍କେ ଡିସ୍ଲା ।
Եւ նրանց երեւաց Եղիան՝ Մովսէսի հետ մէկտեղ, ու նրանք խօսում էին Յիսուսի հետ:
5 ୫ ତେଇ ପିତର୍ ଜିସୁକେ କଇଲା, “ଏ ଗୁରୁ ଆମେ ଇତି ରଇବାଟା ନିକ । ଇତି ତିନ୍ଟା କୁଡିଆ ତିଆର୍ କରୁ । ତମର୍ପାଇ ଗଟେକ୍, ମସାର୍ପାଇ ଗଟେକ୍ ଆରି ଏଲିୟର୍ ପାଇ ଗଟେକ୍ ।”
Պետրոսը Յիսուսին ասաց. «Ռաբբի՛, լաւ է, որ մենք այստեղ լինենք եւ երեք տաղաւարներ շինենք, մէկը՝ քեզ, մէկը՝ Մովսէսի եւ մէկն էլ՝ Եղիայի համար»:
6 ୬ ପିତର୍ କଇବା ବିସଇ କାଇଟା ବଲି ନିଜେ ନାଜାନି ରଇଲା । କାଇକେବଇଲେ ସେମନ୍ ବେସି ଡରିଜାଇରଇଲାଇ ।
Սակայն չգիտէր, թէ ինչ էր խօսում, որովհետեւ զարհուրած էին:
7 ୭ ଆରି ସେମନ୍କେ ମେଗର୍ ଚାଇ ଡାବିଅଇଦେଲା । ସେ ମେଗେଅନି ଏନ୍ତାରି କାତା ଅଇଲା, “ଏ ମର୍ ଆଲାଦର୍ ପ, ଆର୍ କାତା ସୁନା ।”
Եւ մի ամպ նրանց վրայ հովանի եղաւ. ամպից մի ձայն եկաւ, որ ասում էր. «Դա՛ է իմ սիրելի Որդին, դրա՛ն լսեցէք»:
8 ୮ ଆରି ଅଟାତ୍ ସେମନ୍ ଚାରିବେଡ୍ତି ଦେକ୍ଲାଇ, ତାକର୍ ସଙ୍ଗ୍ ଜିସୁକେ ଚାଡି ଆରି କାକେ ମିସା ଦେକତ୍ ନାଇ ।
Եւ յանկարծակի այս ու այն կողմ նայելով՝ այլեւս ոչ մի տեղ ոչ ոքի չտեսան, այլ միայն Յիսուսին՝ իրենց հետ:
9 ୯ ସେମନ୍ ପର୍ବତେ ଅନି ଉତର୍ଲାବେଲେ ଜିସୁ ସେମନ୍କେ ଡାଟ୍ ସଙ୍ଗ୍ ଆଦେସ୍ ଦେଇ ଏନ୍ତି ବଲି କଇଲା, “ପର୍ମେସରର୍ ଟାନେଅନି ଆସିରଇବା ନର୍ପିଲା ମୁଇ, ମଲାଟାନେଅନି ଆରିତରେକ୍ ନ ଉଟ୍ବା ଜାକ ଇତି କାଇକାଇଟା ତମେ ଦେକ୍ଲାସ୍, ସେ ବିସଇ କାକେମିସା ନ କୁଆ ।”
Եւ մինչ լեռնից իջնում էին, նա պատուիրեց նրանց, որ իրենց տեսածը մարդու չպատմեն, մինչեւ որ մարդու Որդին մեռելներից յարութիւն առնի:
10 ୧୦ ସେଟାର୍ପାଇ ପର୍ବତ୍ ଉପ୍ରେ ଜାଇଟା ସେମନ୍ ଦେକ୍ଲାଇ, ସେ ବିସଇ କାକେମିସା କଅତ୍ ନାଇ । ମାତର୍ ମଲାଟାନେଅନି ଆରିତରେକ୍ ଉଟ୍ବା ଅରତ୍ କାଇଟା ବଲିକରି ସେମନ୍ କାତାବାର୍ତା ଅଇତେରଇଲାଇ ।
Նրանք այս խօսքը իրենց մտքում պահում էին եւ միմեանց հարցնում էին, թէ ի՛նչ է մեռելներից յարութիւն առնելը:
11 ୧୧ ସିସ୍ମନ୍ ଜିସୁକେ ପାଚାର୍ଲାଇ, “ଏଲିୟ ପର୍ତୁମ୍ ଆଇବାର୍ ଆଚେ ବଲି ନିୟମ୍ ସିକାଇଦେବା ଲକ୍ମନ୍ କାଇକେ କଇଲାଇନି?”
Ապա հարցրին նրան ու ասացին. «Այն ի՞նչ է, որ օրէնսգէտներն ասում են, թէ նախ Եղիան պէտք է գայ»:
12 ୧୨ ଜିସୁ ତାର୍ ସିସ୍ମନ୍କେ କଇଲା, “ଉଁ ପର୍ମେସରର୍ ବଇତେଇ ଏଲିୟ ଆଗ୍ତୁ ଆଇସି ବଲି ଲେକା ଅଇଲାକାତା ସତ୍ସେ । ଏଲିୟ ପର୍ତୁମ୍ ଆସିକରି ସବୁ ବିସଇ ଟିକ୍ କର୍ସି, ମାତର୍ ପର୍ମେସର୍ ଅନି ଆସିରଇବା ନର୍ପିଲା ମୁଇ ବେସି ବେସି କସ୍ଟ ପାଇବି ଆରି ଲକ୍ମନ୍ ମକେ ନ ନାମତ୍ ବଲି ମିସା କାଇ ପର୍ମେସରର୍ ବଇଟାନେ ଲେକା ଅଏନାଇ କି?
Նա պատասխանեց նրանց եւ ասաց. «Եղիան նախ պիտի գայ եւ ամէն բան կարգի պիտի դնի. իսկ ինչո՞ւ մարդու Որդու մասին գրուած է, որ շատ չարչարանքներ պիտի կրի ու անարգուի:
13 ୧୩ ମୁଇ ତମ୍କେ ସତ୍ କଇଲିନି, ଏବେ ଏଲିୟ ଆସି ସାର୍ଲା ଆଚେ । ଆରି ତାର୍ ବିସଇ ପର୍ମେସର୍ ଟାନେ କାଇଟା ଲେକା ଅଇଲା ଆଚେ, ସେ ସେନ୍ତିସେ ଲକ୍ମନ୍ ମିସା ତାକର୍ ନିଜର୍ ମନ୍ କଲା ଇସାବେ କରାପ୍ ଚଲାଚଲ୍ତି କଲାଇ ।”
Բայց ես ասում եմ ձեզ, որ Եղիան եկաւ, եւ նրան արեցին, ինչ որ կամեցան, ինչպէս որ գրուած է նրա մասին»:
14 ୧୪ ତାର୍ପଚେ ଜିସୁ, ପିତର୍, ଜାକୁବ୍ ଆରି ଜଅନ୍ ବିନ୍ ସିସ୍ମନର୍ ଲଗେ କେଟ୍ଲାବେଲେ ତେଇ ବେସି ଲକ୍ମନ୍ ରୁଣ୍ଡିରଇବାଟା ଦେକ୍ଲାଇ । ଆରି ନିୟମ୍ ସିକାଇଦେବା ଲକ୍ମନ୍ ସିସ୍ମନର୍ ସଙ୍ଗ୍ ଦଦାପେଲା ଅଇତେରଇଲାଇ ।
Եւ աշակերտների մօտ գալով՝ նրանց շուրջը տեսաւ մեծ բազմութիւն եւ օրէնսգէտներ, որոնք վիճում էին նրանց հետ:
15 ୧୫ ଲକ୍ମନ୍ ଜେଡେବେଲ୍ ଜିସୁ ତେଇ ଆଇବାଟା ଦେକ୍ଲାଇ, ସାର୍ଦାରେ କାବା ଅଇଗାଲାଇ ଆରି ଜିସୁକେ ଦୁକ୍ ସୁକ୍ ପାଚାର୍ବାକେ ତାର୍ଲଗେ ପାଲାଇ ଆସି ଜୁଆର୍ କର୍ବାର୍ ଦାର୍ଲାଇ ।
Եւ իսկոյն ամբողջ ժողովուրդը, երբ տեսաւ նրան, զարմացաւ եւ, ընդառաջ վազելով, ողջոյն էր տալիս նրան:
16 ୧୬ ଜିସୁ ତାର୍ ସିସ୍ମନ୍କେ ପାଚାର୍ଲା, “ତମେ ନିୟମ୍ ସିକାଇବା ଲକ୍, ମର୍ ସିସ୍ମନର୍ ସଙ୍ଗ୍ କାଇ ବିସଇନେଇ ଦଦାପେଲା ଅଇତେରଇଲାସ୍?”
Յիսուս աշակերտներին հարցրեց. «Ինչի՞ մասին էիք վիճում նրանց հետ»:
17 ୧୭ ସେ ମାନ୍ଦା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜିସୁକେ ଡାକି କଇଲା, “ଏ ଗୁରୁ, ମୁଇ ମର୍ ପିଲାକେ ନିକ କର୍ବାକେ ତମର୍ ଟାନେ ଆନିରଇଲି । ତାର୍ ବିତ୍ରେ ଗଟେକ୍ କାରାପ୍ ଆତ୍ମା ପୁରିକରି ତାକେ କାତା ଅଇବାକେ ଦେଏ ନାଇ ।
Ժողովրդի միջից մէկը պատասխանեց եւ ասաց. «Վարդապե՛տ, քեզ մօտ բերեցի որդուս, որին մի համր չար ոգի բռնել է.
18 ୧୮ ସେ କରାପ୍ ଆତ୍ମା ପିଲାକେ ଦାର୍ଲାବେଲେ, ତାକେ ମଡିକରି ଅଦ୍ରାଇଦେଲାନି ଆରି ତାର୍ ଟଣ୍ଡେଅନି ପେପୁଲ୍ ବାରଇଲାନି ଆରି ସେ ଦାତ୍ କାତର୍ସି । ଆରି ତାର୍ ଗାଗଡ୍ ସିଦା ଅଇଜାଇସି । ମୁଇ ତାର୍ତେଇ ଅନି କାରାପ୍ ଆତ୍ମାକେ ବାର୍କରାଇ କେଦିଦେବାଇ ବଲି ତମର୍ ସିସ୍ମନର୍ ଲଗେ ଆନିରଇଲି । ମାତର୍ ତମର୍ ସିସ୍ମନ୍ ନାପାର୍ଲାଇ ।”
եւ ուր պատահում է, նրան գետին է զարկում. փրփրում է, ատամներն է կրճտացնում եւ ապա չորանում մնում է: Քո աշակերտներին ասացի, որ հանեն, բայց չկարողացան հանել այն»:
19 ୧୯ ଜିସୁ ସେମନ୍କେ କଇଲା, “ଏ ପର୍ମେସର୍କେ ବିସ୍ବାସ୍ ନ ରଇବା ଆଜିକାଲିର୍ ଲକ୍ମନ୍, ତମେ ବିସ୍ବାସ୍ କର୍ବାକେ ଆରି କେତେ ଦିନ୍ ମୁଇ ତମର୍ ସଙ୍ଗ୍ ରଇବାର୍ ଆଚେ? ଆରି କେତେଦିନ୍ ମୁଇ ସାଆସ୍ ଦାରି ତମର୍ ସଙ୍ଗ୍ ରଇବାର୍ ଆଚେ? ସେ ପିଲାକେ ମର୍ଲଗେ ଆନା ।”
Նա պատասխանեց նրանց եւ ասաց. «Ո՛վ անհաւատ սերունդ, մինչեւ ե՞րբ ձեզ հետ պիտի լինեմ, մինչեւ ե՞րբ ձեզ պիտի հանդուրժեմ. բերէ՛ք նրան ինձ մօտ»:
20 ୨୦ ଆରି ଲକ୍ମନ୍ ସେ ପିଲାକେ ଜିସୁର୍ଲଗେ ଆନ୍ଲାଇ । ସେ କରାପ୍ ଆତ୍ମା ଜିସୁକେ ଦେକ୍ଲା ଦାପ୍ରେ ପିଲାକେ ତଲେ ମଡିକରି ଅଦ୍ରାଇଲା । ଆରି ଗୁଣ୍ଡ୍ଲି ଗୁଣ୍ଡ୍ଲି କରି ତାର୍ ଟଣ୍ଡେଅନି ପେପୁଲ୍ ବାରଇ ଜାଇତେରଇଲା ।
Եւ նրան բերեցին իր մօտ: Երբ չար ոգին նրան տեսաւ, իսկոյն ուժգին ցնցեց տղային, որը, գետին ընկնելով, թաւալւում էր ու փրփրում:
21 ୨୧ ଜିସୁ ସେ ପିଲାର୍ ବାବାକେ ପାଚାର୍ଲା, “ଏ ପିଲା ଏନ୍ତି ଅଇ କେତେଦିନ୍ ଅଇଲା?” ପିଲାର୍ ବାବା କଇଲା, “ସାନ୍ବେଲେଅନି” ବଲି ।
Յիսուս հարցրեց նրա հօրը եւ ասաց. «Ինչքա՞ն ժամանակ է անցել այն օրուանից, ինչ այդ նրան պատահել է»: Եւ նա ասաց. «Մանկութիւնից:
22 ୨୨ ଆରି ସେ କଇଲା, “ସେ କାରାପ୍ ଆତ୍ମା ପିଲାକେ ମରାଇବାକେ ବେସିତର୍ ପାନିଟାନେ ଆରି ଜଇଟାନେ ମଡିକରି ଅଦ୍ରାଇ ଆଚେ । ମାତର୍ ତୁଇ ଜଦି କାଇଟା କର୍ବାକେ ପାରୁସ୍ ବଇଲେ ଆମର୍ ପାଇ ଦୟାକରି ସାଇଜ କର୍ ।”
Շատ անգամ չար ոգին կրակի եւ ջրի մէջ է նետում նրան, որ կործանի. արդ, եթէ մի կերպ կարող ես, օգնի՛ր մեզ, Տէ՛ր, գթալով մեզ»:
23 ୨୩ ଜିସୁ ତାକେ କଇଲା, “କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।”
Եւ Յիսուս նրան ասաց. «Ասացիր՝ եթէ կարող ես. ամէն ինչ հնարաւոր է նրա համար, ով հաւատում է»:
24 ୨୪ ସେ ଦାପ୍ରେ ପିଲାର୍ ବାବା ଆଉଲିଅଇକରି, “ମୁଇ ବିସ୍ବାସ୍ କଲିନି, ଆରି ଅଦିକ୍ ବିସ୍ବାସ୍ କର୍ବାକେ ମକେ ସାଇଜ କର୍ ।” ବଲିକରି କଇଲା ।
Երեխայի հայրը իսկոյն աղաղակեց եւ ասաց. «Հաւատում եմ, օգնի՛ր իմ անհաւատութեանը»:
25 ୨୫ ଏ ଗଟ୍ନାର୍ କାମ୍ ଦେକ୍ବାକେ ଲକ୍ମନ୍ ଏକାତରେ ପାଲାଇଆଇବାଟା ଜିସୁ ଦେକିକରି ସେ କାରାପ୍ ଆତ୍ମାକେ ଦମ୍କାଇକରି କଇଲା, “ଏ କରାପ୍ ଆତ୍ମା, ତୁଇ ଏ ପିଲାକେ ଗୁଲା ଆରି ବଇରା କରାଇଆଚୁସ୍ । ଏ ପିଲାର୍ ଗାଗ୍ଡେଅନି ବାରଇ ଉଟିଜା ଆରି କେବେ ମିସା ତାର୍ ଗାଗ୍ଡେ ନ ପୁର୍, ବଲି ମୁଇ ତକେ ଆଦେସ୍ ଦେଲିନି ।”
Երբ Յիսուս տեսաւ, որ ժողովուրդը իրար վրայ է հաւաքւում, սաստեց պիղծ ոգուն եւ ասաց. «Դո՛ւ, հա՛մր եւ խո՛ւլ ոգի, ես հրամայում եմ քեզ, դո՛ւրս ելիր նրանից եւ այլեւս չմտնես դրա մէջ»:
26 ୨୬ ଆରି କାରାପ୍ ଆତ୍ମା ବେସି ଆଉଲିଅଇକରି ପିଲାକେ ମଡିକରି ଅଦ୍ରାଇ, ତାର୍ଟାନେଅନି ବାରଇଗାଲା । ଆରି ପିଲା ମରିଗାଲା ଲକର୍ ପାରା ଡିସ୍ଲା, ଏନ୍ତିକି କେତେକ୍ ଲକ୍ମନ୍ “ସେ ମରିଗାଲା ।” ବଲିକରି କଇଲାଇ ।
Եւ չար ոգին ճչաց, ուժգին ցնցեց նրան ու դուրս ելաւ. եւ պատանին մեռելի պէս եղաւ, այն աստիճան, որ շատերը ասացին, թէ մեռաւ:
27 ୨୭ ମାତର୍ ଜିସୁ ସେ ପିଲାକେ ଆତେଦାରି ଉଟାଇକରି ତାକେ ଟିଆ କରାଇଲାକେ ସେ ଟିଆଅଇଲା ।
Յիսուս բռնեց նրա ձեռքից, բարձրացրեց նրան, եւ նա ոտքի կանգնեց:
28 ୨୮ ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଗର୍ ବିତ୍ରେ ଗାଲାପଚେ, ଲକ୍ମନ୍ କେ ନଇଲାବେଲେ ତାକେ ପାଚାର୍ଲାଇ, “ଆମେ କାଇକେ ସେ କାରାପ୍ ଆତ୍ମାକେ କେଦି ନାପାର୍ଲୁ?”
Եւ երբ Յիսուս տուն մտաւ, աշակերտները, առանձին, հարցրին նրան. «Ինչո՞ւ մենք չկարողացանք հանել դրան»:
29 ୨୯ ଏ କାତା ସୁନି ଜିସୁ ସେମନ୍କେ କଇଲା, “ଏନ୍ତାରି କାରାପ୍ ଆତ୍ମା ପର୍ମେସର୍କେ ପାର୍ତନା କରିସେ କେଦ୍ବାର୍ ଅଇସି, ଆରି କାଇ ବାଟ୍ ନାଇ ।”
Եւ նա նրանց ասաց. «Այդ տեսակը ուրիշ բանով չի ելնի, եթէ ոչ ծոմապահութեամբ ու աղօթքով»:
30 ୩୦ ତାର୍ପଚେ ଜିସୁ ଆରି ତାର୍ ସିସ୍ମନ୍ ସେ ଜାଗା ଚାଡିକରି ଉଟିଗାଲାଇ । ସେମନ୍ ଗାଲିଲି ଦେସର୍ ବାଟ୍ଦେଇକରି ଜାଇତେରଇଲାଇ । ସେମନ୍ କନ୍ ଜାଗାଇ ଆଚତ୍ ବଲିକରି ଲକ୍ମନ୍ ନ ଜାନତ୍ ବଲି ଜିସୁ ମନ୍ କର୍ତେରଇଲା
Այնտեղից ելնելով՝ նրանք անցնում էին Գալիլիայի միջով, եւ Յիսուս չէր կամենում, որ որեւէ մէկն իմանայ,
31 ୩୧ କାଇକେବଇଲେ ସେ ତାର୍ ସିସ୍ମନ୍କେ ସିକାଇ ଦେବାକେ ମନ୍ କର୍ତେରଇଲା । ଜିସୁ ତାର୍ ସିସ୍ମନ୍କେ କଇଲା, “ସତ୍ ପର୍ମେସରର୍ ଟାନେଅନି ଆସିରଇବା ନର୍ପିଲା ମକେ, ଲକ୍ମନର୍ ଆତେ ସର୍ପି ଦେବାଇ ଆରି ସେମନ୍ ମକେ ମରାଇଦେବାଇ । ମାତର୍ ମୁଇ ମରିକରି ତିନ୍ଦିନ୍ ଗାଲାପଚେ ଆରି ତରେକ୍ ମଲାଟାନେଅନି ଜିବନ୍ ଅଇ ଉଟ୍ବି ।”
քանի որ իր աշակերտներին ուսուցանում էր եւ նրանց ասում. «Մարդու Որդին մատնուելու է մարդկանց ձեռքը, նրանք պիտի սպանեն նրան. եւ երբ նա սպանուի, երրորդ օրը յարութիւն պիտի առնի»:
32 ୩୨ ମାତର୍ ଜିସୁ କଇବା ଏ କାତାର୍ ଅରତ୍ ସିସ୍ମନ୍ ବୁଜତ୍ ନାଇ ଆରି ସେମନ୍ ସେ କାତାର୍ ଅରତ୍ ପାଚାର୍ବାକେ ଡର୍ଲାଇ ।
Բայց նրանք չէին հասկանում այդ խօսքը եւ վախենում էին նրան հարցնել:
33 ୩୩ ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ ଆଇଲାଇ ଆରି ସେମନ୍ ଗର୍ ବିତ୍ରେ ଗାଲାଇ । ତାର୍ପଚେ ଜିସୁ ସେମନ୍କେ ପାଚାର୍ଲା, “ତମେ ବାଟେ କନ୍ ବିସଇନେଇ ଦଦାପେଲା ଅଇତେରଇଲାସ୍?”
Եկաւ Կափառնայում եւ, երբ տուն մտաւ, աշակերտներին հարցրեց. «Ճանապարհին իրար հետ ինչի՞ մասին էիք վիճում»:
34 ୩୪ ମାତର୍ ତାର୍ ସିସ୍ମନ୍ ଚିମ୍ରା ଅଇଦେଲାଇ । କାଇକେବଇଲେ ସେମନ୍ ବାଟେ, ଆମର୍ ବିତ୍ରେ ସବୁର୍ଟାନେଅନି କେ ବଡ୍ ବଲି ଦଦାପେଲା ଅଇତେରଇଲାଇ ।
Եւ նրանք լուռ էին մնում, որովհետեւ ճանապարհին իրար հետ վիճում էին, թէ ո՛վ է մեծը:
35 ୩୫ ଜିସୁ ବସ୍ଲା ଆରି ତାର୍ ବାର୍ଟା ସିସ୍ମନ୍କେ ତାର୍ଲଗେ ଡାକାଇ ସେମନ୍କେ କଇଲା, “ଜଦି କେ ମୁକିଆ ଅଇବାକେ ମନ୍ କଲେ, ସେ ସବୁର୍ଟାନେଅନି ସାନ୍ ଅଇବାର୍ ଆଚେ, ଆରି ସବୁଲକର୍ ସେବା କର୍ବାର୍ ଆଚେ ।”
Եւ երբ նստեց, կանչեց Տասներկուսին ու նրանց ասաց. «Եթէ մէկն ուզում է առաջին լինել, բոլորից վերջինը եւ բոլորի սպասաւորը պիտի լինի»:
36 ୩୬ ତାର୍ପଚେ ଜିସୁ ଗଟେକ୍ ସାନ୍ଟା ପିଲାକେ ନେଇକରି ସେମନର୍ ମୁଆଟେ ଟିଆ କରାଇ ସେମନ୍କେ କଇଲା,
Եւ մի մանուկ վերցնելով՝ կանգնեցրեց նրանց մէջ եւ նրան իր գիրկն առնելով՝ նրանց ասաց.
37 ୩୭ “କେ କେ ମର୍ ଲାଗି ଏନ୍ତାରି ଗଟେକ୍ ସାନ୍ଟା ପିଲାକେ ନାମ୍ବାଇ, ସେମନ୍ ମକେ ନାମ୍ଲାଇନି, ଆରି କେ କେ ମକେ ନାମ୍ଲାଇନି, ସେମନ୍ ମକେ ନାଇ, ମାତର୍ ମକେ ପାଟାଇରଇବା ମର୍ ବାବାକେ ନାମ୍ଲାଇନି ।”
«Ով այսպիսի մանուկներից մէկին ընդունում է իմ անունով, ինձ է ընդունում, եւ ով ինձ է ընդունում, ոչ թէ ինձ է ընդունում, այլ նրան, ով ինձ ուղարկեց»:
38 ୩୮ ଜଅନ୍ ଜିସୁକେ କଇଲା, “ଏ ଗୁରୁ, ଗଟେକ୍ ଲକ୍ ତର୍ନାଉଁ ଦାରି ଲକ୍ମନର୍ଟାନେଅନି କାରାପ୍ ଆତ୍ମାକେ ବାର୍କରାଇ କେଦିଦେବାଟା ଆମେ ଦେକିକରି, ତାକେ ସେନ୍ତି ନ କର୍ ବଲି କଇଲୁ, କାଇକେବଇଲେ ସେ ଆମର୍ ନିଜର୍ ଲକ୍ ନଏଁ ।”
Յովհաննէսը պատասխանեց եւ ասաց. «Վարդապե՛տ, տեսանք մէկին, որը քո անունով դեւեր էր հանում, բայց մեզ հետ չէր շրջում, եւ արգելեցինք նրան»:
39 ୩୯ ମାତର୍ ଜିସୁ କଇଲା, “ତାକେ ଏନ୍ତି ନ କର୍ ବଲି ତେବାଆ ନାଇ କାଇକେବଇଲେ, ମର୍ ନାଉଁର୍ ବପୁ ପାଇକରି କାବା ଅଇଜିବା କାମ୍ମନ୍ କରିପାର୍ବା ଲକ୍, ମର୍ ବିରୁଦେ କାରାପ୍ କାତା ନ କଏ ।
Եւ նա ասաց. «Արգելք մի՛ եղէք նրան, որովհետեւ չկայ մէկը, որ իմ անունով զօրաւոր գործեր անի ու կարողանայ ինձ հայհոյել.
40 ୪୦ କାଇକେବଇଲେ ଜେ ଆମ୍କେ ବିରଦ୍ ନ କରେ, ସେ ଆମର୍ ନିଜର୍ ଲକ୍ ।
քանզի ով մեզ հակառակ չէ, նա մեր կողմն է:
41 ୪୧ ଆରି ମୁଇ ତମ୍କେ ସତ୍ କଇଲିନି, କେ ତମ୍କେ ମର୍ନାଉଁ ଦାରି ଗଟେକ୍ ଗିଲାସ୍ ପାନି କାଇବାକେ ଦେଇସିବଇଲେ, ସେଟାର୍ପାଇ ସତ୍ସେ ତାକେ ପୁରୁସ୍କାର୍ ମିଲ୍ସି ।”
Եւ ով որ ձեզ մի բաժակ ջուր խմեցնի յանուն այն բանի, որ դուք Քրիստոսինն էք, ճշմարիտ եմ ասում ձեզ, իր վարձը չպիտի կորցնի»:
42 ୪୨ ଜିସୁ କଇବାର୍ ଦାର୍ଲା “ଜଦି କେ ମର୍ତେଇ ବିସ୍ବାସ୍ କରିରଇବା ଗଟେକ୍ ଲକ୍କେ, ସେ କରିରଇବା ବିସ୍ବାସ୍ ଚାଡିଦେବାକେ ପାପ୍କାମ୍ କରାଇଲାଇନି ବଇଲେ, ସେ ଲକର୍ ଗାଲାଇ ଜତା ପାକ୍ନା ବାନ୍ଦିକରି ତାକେ ସମ୍ଦୁରେ ପିଙ୍ଗିଦେବାଟା ତାର୍ପାଇ ନିକ ଅଇତା ।
«Եւ ով որ ինձ հաւատացող այս փոքրիկներից մէկին գայթակղեցնի, նրա համար աւելի լաւ կը լինէր, եթէ նրա պարանոցից կախուած լինէր էշի մի երկանաքար, եւ ծով գցուէր:
43 ୪୩ ଜଦି ତମର୍ ଆତ୍ ତମ୍କେ ପାପ୍ କରାଇଲାନି ବଇଲେ, ସେ ଆତ୍ କାଟିପାକାଆ । କାଇକେବଇଲେ ଜଡେକ୍ ଆତ୍ ରଇକରି ସବୁଦିନର୍ପାଇ ଜଇଲାଗ୍ବା ନର୍କେ ପେଲାଇଅଇବା ବାଦୁଲେ ଗଟେକ୍ ଆତ୍ ନ ରଇକରି ସର୍ଗେ କେଟ୍ବାଟା ନିକ ଅଇସି । (Geenna )
Եւ եթէ քեզ գայթակղեցնում է քո ձեռքը, կտրիր դէ՛ն գցիր քեզնից, որովհետեւ քեզ համար աւելի լաւ է խեղուած մտնել յաւիտենական կեանքը, քան թէ երկու ձեռք ունենալ ու գնալ գեհեն, անշէջ կրակի մէջ: (Geenna )
44 ୪୪ କାଇକେବଇଲେ ନର୍କେ ସେମନର୍ କିଡା ନସ୍ଟ ନ ଅଅତ୍ ଆରି ଜଇ ନ ଲିବେ ।
45 ୪୫ ଜଦି ତମର୍ ପାଦ୍ ତମ୍କେ ପାପ୍କାମ୍ କରାଇଲାନି ବଇଲେ, ସେ ପାଦ୍ କାଟି ପିଙ୍ଗିଦିଆସ୍ । ଜଡେକ୍ ପାଦ୍ ରଇକରି ନର୍କେ ପେଲାଇଅଇବା ବାଦୁଲେ ଚଟା ଅଇକରି ସର୍ଗେ କେଟ୍ବାଟା ତମର୍ପାଇ ନିକଅଇସି । (Geenna )
Եւ եթէ քո ոտքն է գայթակղեցնում քեզ, կտրի՛ր, քեզնից դէ՛ն գցիր այն. լաւ է, որ դու կաղ մտնես յաւիտենական կեանքը, քան թէ երկու ոտք ունենաս ու գեհեն ընկնես: (Geenna )
46 ୪୬ କାଇକେବଇଲେ ନର୍କେ ସେମନର୍ କିଡା ନସ୍ଟ ନ ଅଅତ୍ ଆରି ଜଇ ନ ଲିବେ ।
47 ୪୭ ଜଦି ତମର୍ ଆଁକିର୍ ଲାଗି ତମେ ବିସ୍ବାସ୍ ଆରାଇଲାସ୍ନି ବଇଲେ, ସେ ଆଁକି ବେଟି ପିଙ୍ଗିଦିଆସ୍ । କାଇକେବଇଲେ ଜଡେକ୍ ଆଁକି ରଇ ନର୍କେ ପେଲାଇଅଇବା ବାଦୁଲେ, ଗଟେକ୍ ଆଁକି ରଇକରି ସରଗ୍ ରାଇଜେ କେଟ୍ବାଟା ତମର୍ପାଇ ନିକରଇସି । (Geenna )
Եւ եթէ քո աչքն է գայթակղեցնում քեզ, քաշիր հանի՛ր այն. լաւ է, որ դու մէկ աչքով մտնես Աստծու արքայութիւնը, քան թէ երկու աչք ունենաս ու ընկնես գեհեն, (Geenna )
48 ୪୮ କାଇକେବଇଲେ ନର୍କେ ସେମନର୍ କିଡା ନସ୍ଟ ନ ଅଅତ୍ ଆରି ଜଇ ନ ଲିବେ ।”
ուր նրանց որդը չի մեռնում, եւ կրակը չի հանգչում,
49 ୪୯ “ଜେନ୍ତିକି ସୁନା ଜଇଟାନେ ପଡାଇକରି ନିର୍ମଲ୍ କଲାପାରା ସବୁ ଲକ୍ମନ୍କେ ଜଇସଙ୍ଗ୍ ନିର୍ମଲ୍ କର୍ବାଇ ।”
որովհետեւ ամէն ինչ կրակով պիտի աղուի:
50 ୫୦ “ନୁନ୍ ଗଟେକ୍ ନିମାନ୍ ଜିନିସ୍ । ମାତର୍ ନୁନ୍ ଜଦି ତାର୍ କରିଆ ଅଇବାଟା ଆରାଇସି ବଇଲେ ସେ ଆରି ତରେକ୍ କେନ୍ତାର୍ କରିଆ ଅଇପାର୍ସି? ତମେ ନୁନ୍ ପାରା ନିମାନ୍ ଗୁନେ ପୁରାପୁରୁନ୍ ଅଇ ସବୁଲକ୍ମନର୍ ସଙ୍ଗ୍ ମିସି ବିଡି କରି ସୁଆଲେ ରୁଆ” ବଲି କଇଲା ।
Աղը լաւ բան է. բայց եթէ աղը անհամանայ, ինչո՞վ պիտի համեմուի. արդ, դուք ձեր մէ՛ջ ունեցէք աղը եւ իրար հետ խաղաղութեա՛մբ ապրեցէք»: