< ମାର୍କ 1 >
1 ୧ ଏଟା ଅଇଲାନି ପର୍ମେସରର୍ ପଅ ଜିସୁ କିରିସ୍ଟର୍ ନିମାନ୍ କବରର୍ ଆରାମ୍ ।
Ukuqala kwevangeli likaJesu Kristu, iNdodana kaNkulunkulu;
2 ୨ ଏଟା ଏନ୍ତାରି ଆରାମ୍ ଅଇଲା । ଜିସାୟ ବବିସତ୍ବକ୍ତାର୍ ସାସ୍ତରେ ଜେନ୍ତାର୍ ଲେକାଅଇଲା ଆଚେ, ପର୍ମେସର୍ କଇଲା, ଦେକା ମୁଇ ମର୍ କବର୍ ଜାନାଉକେ ତମର୍ ଆଗେ ପାଟାଇଲିନି, ସେ ତମର୍ ବାଟ୍ ତିଆର୍ କର୍ସି ।
njengokulotshiweyo kubaprofethiukuthi: Khangela, mina ngiyathuma isithunywa sami phambi kobuso bakho, esizalungisa indlela yakho phambi kwakho.
3 ୩ ତାର୍ ସର୍ ମରୁବାଲି ବୁଏଁ ଆଉଲିଅଇକରି ସୁନାଇଲାନି ମାପ୍ରୁର୍ ବାଟ୍ ତିଆର୍ କରା, ତାର୍ପାଇ ବାଟ୍ ସଲ୍କାଆ ।
Ilizwi lomemezayo enkangala, lithi: Lungisani indlela yeNkosi; qondisani izindledlana zayo.
4 ୪ ତାର୍ପଚେ ଏ ସବୁ କାତା ପୁରାପୁରୁନ୍ ଅଇଲା, ଜେଡେବେଲେ, ଡୁବନ୍ ଦେଉ ଜଅନ୍ ମରୁବାଲିବୁଏଁ ଆସି ପାପ୍ କେମାର୍ ଲାଗି ବଲି ପାପ୍ଟାନେଅନି ବାଉଡାଇବା ବିସଇ କଇବାର୍ ଦାର୍ଲା । “ତମର୍ ପାପ୍ କେମା ଅଇବାକେ ପାପ୍ଟାନେ ମନ୍ ବାଦ୍ଲାଇ ଡୁବନ୍ ନିଆ । ପର୍ମେସର୍ ତମର୍ ପାପ୍ କେମା କର୍ସି ।”
Kweza uJohane ebhabhathiza enkangala, etshumayela ubhabhathizo lokuphenduka kukho ukuthethelelwa kwezono,
5 ୫ ସେଡ୍କିବେଲେ ଜିଉଦାଦେସର୍ କେତେକ୍ ଲକ୍ ଆରି ଜିରୁସାଲାମ୍ ରାଇଜର୍ ସବୁ ଲକ୍ମନ୍ ବାରଇକରି ଜଅନର୍ କାତା ସୁନୁ ବଲି ଆଇବାର୍ ଦାର୍ଲାଇ । ଆରି ନିଜର୍ ନିଜର୍ ପାପ୍କଲାଟା ମାନିକରି ଜର୍ଦନ୍ ଗାଡେ ତାର୍ତେଇଅନି ଡୁବନ୍ ନେଲାଇ ।
njalo kwaphumela kuye ilizwe lonke leJudiya, labo abeJerusalema, basebebhabhathizwa bonke nguye emfuleni iJordani, bevuma izono zabo.
6 ୬ ଜଅନ୍ ଉଟର୍ ଚେଣ୍ଡିସଙ୍ଗ୍ ତିଆର୍ ଅଇଲା ଲୁଗା ପିନ୍ଦି, ପସୁ ଚାମର୍ ଆଁଟାବେଡା ଆଁଟାଇ ବାନ୍ଦି ଅଇତେରଇଲା । ତାର୍ କାଦି ଅଇଲା ଚିଟ୍କା ଆରି ବନର୍ ମୁ ।
Futhi uJohane wayembethe uboya bekamela, elozwezwe lwesikhumba ekhalweni lwakhe, wayesidla intethe loluju lweganga.
7 ୭ ସେ ଜାନାଇକରି କଇବାର୍ ମୁଲିଆଇଲା, “ମର୍ ପଚେ ଗଟେକ୍ ବେସି ବପୁର୍ ଲକ୍ ଆଇସି, ତାର୍ ଗତିଦାଙ୍ଗ୍ଡା ଅଇକରି ତାର୍ ଗଡର୍ ପାଣ୍ଡଇ ବେଟ୍ବାର୍ ମିସା ମର୍ ଅଦିକାର୍ ନାଇ ।
Watshumayela, esithi: Olamandla kulami uyeza emva kwami, engingafanele ukukhothama ngithukulule umchilo wamanyathela akhe.
8 ୮ ମୁଇ ତମ୍କେ ପାନିତେଇ ଡୁବନ୍ ଦେଲିନି, ମାତର୍ ସେ ତମ୍କେ ସୁକଲ୍ଆତ୍ମାଇ ଡୁବନ୍ ଦେଇସି ।”
Mina isibili ngilibhabhathize ngamanzi; kodwa yena uzalibhabhathiza ngoMoya oNgcwele.
9 ୯ ସେଡ୍କିବେଲେ ଜିସୁ ଗାଲିଲି ଜାଗାର୍ ନାଜରିତ୍ ଗଡେ ଅନି ଆସି ଜର୍ଦନ୍ ଗାଡେ ଡୁବନ୍ ଦେଉ ଜଅନର୍ ଟାନେ ଡୁବନ୍ ନେଲା ।
Kwasekusithi ngalezonsuku kwafika uJesu evela eNazaretha yeGalili, wabhabhathizwa nguJohane eJordani.
10 ୧୦ ସେ ପାନିତେଇ ଅନି ବାରଇ ଆଇବାବେଲେ, ସରଗ୍ ଉଗାଡି ଅଇ ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତ୍ରି ଆଇବାଟା ସେ ଦେକ୍ଲା ।
Wenela ukukhuphuka emanzini, wabona amazulu eqhekezeka, loMoya kungathi lijuba esehlela phezu kwakhe;
11 ୧୧ ଆରି ସର୍ଗେଅନି ଗଟେକ୍ ସର୍ ସୁନିଅଇଲା, “ତୁଇ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”
kwasekusiza ilizwi livela emazulwini, lathi: Wena uyiNdodana yami ethandekayo, engithokoza ngayo.
12 ୧୨ ସେଦାପ୍ରେ ସୁକଲ୍ ଆତ୍ମା ଜିସୁକେ ମରୁବାଲି ବୁଏଁ ପାଟାଇଲା ।
Njalo uMoya wahle wamqhubela enkangala.
13 ୧୩ ମରୁବାଲି ବୁଏଁ ଚାଲିସ୍ ଦିନ୍ ରଇଲାବେଲେ, ସଇତାନ୍ ତାକେ ପାପ୍କରାଇବାକେ ଚେସ୍ଟା କର୍ତେରଇଲା । ସେ ଜାଗାଇ ବନର୍ ଜଁତ୍ମନ୍ ରଇଲାଇ, ଆରି ସରଗର୍ ଦୁତ୍ମନ୍ ଆସି ତାର୍ ସେବା କର୍ତେରଇଲାଇ ।
Wayekhona-ke lapho enkangala insuku ezingamatshumi amane elingwa nguSathane, wayelezilo, ingilosi zasezimnceda.
14 ୧୪ କେତେଦିନ୍ ଗାଲାପଚେ ଏରଦ୍ରାଜା ଡୁବନ୍ ଦେଉ ଜଅନ୍କେ ବନ୍ଦି ଗରେ ସଙ୍ଗଇଲା ପଚେ ଜିସୁ ଗାଲିଲି ଗାଏଁ ବାଉଡିଆସି, ପର୍ମେସରର୍ ନିମାନ୍ କବର୍ ସୁନାଇବାର୍ ଦାର୍ଲା ।
Kwathi emva kokunikelwa kukaJohane, uJesu wafika eGalili, etshumayela ivangeli lombuso kaNkulunkulu,
15 ୧୫ “ସମାନ୍ ବେଲା ଆଇଲା, ପର୍ମେସରର୍ ରାଇଜ୍ ଲଗେ କେଟ୍ଲା ଆଚେ । ତମେ ପାପେ ଅନି ମନ୍ ବାଉଡାଇକରି ନିମାନ୍ କାତାଇ ବିସ୍ବାସ୍ କରା ।”
njalo esithi: Isikhathi sigcwalisekile, njalo umbuso kaNkulunkulu ususondele; phendukani, likholwe ivangeli.
16 ୧୬ ଜିସୁ ଗାଲିଲି ସମ୍ଦୁର୍ କଣ୍ଡିବାଟେ ଜିବା ବେଲେ ସିମନ୍ ଆରି ତାର୍ ବାଇ ଆନ୍ଦ୍ରିଅକେ ସମ୍ଦୁରେ ବଇଜାଲ୍ ପାକାଇବାଟା ଦେକ୍ଲା, ସେମନ୍ ମାଚ୍ ଦାରୁ କେଉଟ୍ମନ୍ ରଇଲାଇ ।
Kwathi ehambahamba elwandle lweGalili wabona uSimoni loAndreya umfowabo, bephosela imbule olwandle; ngoba babengabagoli benhlanzi.
17 ୧୭ ଜିସୁ ସେମନ୍କେ କଇଲା, “ମର୍ ସଙ୍ଗ୍ ଆସା, ମୁଇ ତମ୍କେ ଲକ୍ମନ୍କେ ପର୍ମେସରର୍ ବାଟେ ଆନ୍ବା ବିସଇ ସିକାଇବି ।”
UJesu wasesithi kubo: Ngilandelani, ngizalenza libe ngabagoli babantu.
18 ୧୮ ସେଦାପ୍ରେ ସେମନ୍ ଜାଲ୍ ଚାଡି ଜିସୁର୍ ପଚେ ପଚେ ଗାଲାଇ ।
Njalo bahle batshiya amambule abo, bamlandela.
19 ୧୯ ପଚେ କଣ୍ଡେକ୍ ଦୁର୍ ଜାଇ ଜେବଦିର୍ ପଅମନ୍ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ଡଙ୍ଗାଇ ଜାଲ୍ ସାଜାଡ୍ବାଟା ଦେକ୍ଲା ।
Eseqhubeke ibangana esuka lapho, wabona uJakobe okaZebediya, loJohane umfowabo, labo babesemkhunjini belungisa amambule abo.
20 ୨୦ ଜିସୁ ସେମନ୍କେ ଦେକ୍ଲା ଦାପ୍ରେ ଡାକ୍ଲା, ଆରି ସେମନ୍ ତାକର୍ ବାବା ଜେବଦିକେ ଆରି କୁଲିଆର୍ମନ୍କେ ଡଙ୍ଗାଇ ଚାଡି ତାର୍ ସଙ୍ଗ୍ ଗାଲାଇ ।
Njalo wahle wababiza; basebetshiya uyise uZebediya emkhunjini leziqhatshwa, basuka bamlandela.
21 ୨୧ ପଚେ ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ ଗାଲାଇ, ଆରି ବିସ୍ରାମ୍ବାର୍ କେଟ୍ଲାକେ ସେ ଜିଉଦିମନର୍ ପାର୍ତନା ଗରେ ପୁରି, ଲକ୍ମନ୍କେ ସିକାଇବାର୍ ଦାର୍ଲା ।
Basebengena eKapenawume; kwathi ngesabatha wahle wangena esinagogeni, wafundisa.
22 ୨୨ ଲକ୍ମନ୍ ତାର୍ ସିକିଆ ସୁନି କାବା ଅଇଗାଲାଇ, ସେ ସାସ୍ତର୍ ସିକାଉପାରା ନ ସିକାଇ, ନିଜର୍ ଅଦିକାର୍ ସଙ୍ଗ୍ ସିକିଆ ଦେଇତେ ରଇଲା ।
Basebebabaza ngemfundiso yakhe; ngoba wabafundisa njengolamandla, njalo kungenjengababhali.
23 ୨୩ ସେ ଦାପ୍ରେ ସେମନର୍ ପାର୍ତନା ଗରେ ଗଟେକ୍ ଡୁମା ଦାର୍ଲା ଲକ୍ କିର୍କିରି କରି ଜିସୁକେ କଇଲା,
Futhi kwakukhona esinagogeni labo umuntu owayelomoya ongcolileyo, wasememeza,
24 ୨୪ “ଏ ନାଜରିତ୍ ଗଡର୍ ଜିସୁ, ତୁଇ କାଇକେ ଆମ୍କେ ଅରିଆନ୍ କଲୁସ୍ନି? ତୁଇ କାଇ ଆମ୍କେ ବିନାସ୍ କର୍ବାକେ ଆଇଲୁସ୍ କି? ତୁଇ କେ, ସେଟା ମୁଇ ଜାନି, ତୁଇ ଅଇଲୁସ୍ନି ପର୍ମେସରର୍ ସୁକଲ୍ ଲକ୍ ।”
wathi: Yekela, silani lawe, Jesu weNazaretha? Uze ukusibhubhisa yini? Ngiyakwazi wena ukuthi ungubani: ONgcwele kaNkulunkulu.
25 ୨୫ ଜିସୁ ଡୁମାକେ ଦମ୍କାଇ କରି କଇଲା, “ଚୁପ୍ ଅ, ଆରି ଏ ଲକର୍ତେଇ ଅନି ବାର୍ଇ ଜା ।”
UJesu wasemkhuza, wathi: Thula, uphume kuye.
26 ୨୬ ସେଡ୍କି ବେଲେ ଡୁମା ତାକେ ମଡିପିଙ୍ଗି ବେସି କିର୍କିରି କରି ତାର୍ଲଗେ ଅନି ବାରଇଗାଲା ।
Futhi umoya ongcolileyo emhlukuluza ekhala ngelizwi elikhulu, waphuma kuye.
27 ୨୭ ତେବର୍ପାଇ ପାର୍ତନା ଗରେ ରଇବା ସବୁ ଲକ୍ କାବା ଅଇଗାଲାଇ ଆରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ । “ଏଟା କେନ୍ତାର୍? ଏଟାତା ଅଦିକାର୍ ସଙ୍ଗର୍ ନୁଆ ସିକିଆ । ଡୁମା ଆତ୍ମାମନ୍ ମିସା, ସେ ତିଆର୍ଲାଟା ମାନ୍ଲାଇନି ।”
Basebemangala bonke, baze babuzana, bathi: Kuyini lokhu? Yimfundiso bani entsha le, ukuthi ngamandla uyalaya labomoya abangcolileyo, futhi bamlalele.
28 ୨୮ ସେଡ୍କିବେଲେ ଜିସୁର୍ କାତା ଗାଲିଲିର୍ ଚାରିବେଡ୍ତିର୍ ଗାଉଁମନ୍କେ କେଟିଗାଲା ।
Njalo yahle yaphuma indumela yakhe esigabeni sonke seGalili esizingelezeleyo.
29 ୨୯ ତାର୍ ପଚେ ଜିସୁ ଆରି ତାର୍ ସିସ୍ମନ୍ ପାର୍ତନା ଗରେ ଅନି ବାରଇ ଜାକୁବ୍ ଆରି ଜଅନର୍ ସଙ୍ଗ୍ ସିମନ୍ ଆରି ଆନ୍ଦ୍ରିୟର୍ ଗରେ ଗାଲାଇ ।
Njalo bahle baphuma esinagogeni, bangena endlini kaSimoni loAndreya, kanye loJakobe loJohane.
30 ୩୦ ତେଇ ରଇଲା ଲକ୍ମନ୍ ସିମନର୍ ସାତ୍ରି ଜର୍କେ ସଇରଇଲା ବିସଇ ଜିସୁକେ କଇଲାଇ ।
Futhi uninazala kaSimoni wayelele eloqhuqho, njalo bahle bamtshela ngaye;
31 ୩୧ ସେଟାର୍ପାଇ ଜିସୁ ଜାଇ ସିମନର୍ ସାତ୍ରିର୍ ଆତେ ଦାରି ଉଟାଇଲା, ସେଦାପ୍ରେ ତାର୍ ଜର୍ ଚାଡିଗାଲା, ଆରି ସେ ଜାଇ ସେମନ୍କେ ସେବା କର୍ବାର୍ ଦାର୍ଲା ।
wasesondela, wabamba isandla sakhe wamvusa; futhi uqhuqho lwahle lwamyekela, wabasebenzela.
32 ୩୨ ସଞ୍ଜ୍ ବେଲାଇ ବେଲ୍ ବୁଡିଗାଲା ପଚେ, ଲକ୍ମନ୍ ଜରର୍ ଲକ୍ମନ୍କେ ଆରି ଡୁମାଦାରି ରଇବା ସବୁଲକ୍ମନ୍କେ ଜିସୁର୍ ଲଗେ ଆନ୍ବାର୍ ଦାର୍ଲାଇ,
Kwathi sekuhlwile, ilanga selitshona, baletha kuye bonke abagulayo lababengenwe ngamadimoni;
33 ୩୩ ଆରି ଗାଉଁର୍ ଲକ୍ମନ୍ ସେ ଗରର୍ ଦୁଆରେ ରୁଣ୍ଡ୍ଲାଇ ।
njalo umuzi wonke wawubuthene emnyango.
34 ୩୪ ସେଡ୍କିବେଲେ ସେ ବିନ୍ ବିନ୍ ରକାମର୍ ରଗ୍ ଅଇରଇବା ଜବର୍ ରଗି ଲକ୍ମନ୍କେ ନିମାନ୍ କଲା ଆରି ଜବର୍ ଡୁମାମନ୍କେ ଚାଡାଇଲା, ମାତର୍ ସେ ଡୁମାମନ୍କେ କାତା କଇବାକେ ଦେଏନାଇ । କାଇକେବଇଲେ ଡୁମାମନ୍ ଜିସୁ ପର୍ମେସରର୍ ଟାନେଅନି ଆଇଲାଆଚେ ବଲିକରି ଜାନି ରଇଲାଇ ।
Wasesilisa abanengi ababegula izifo ezitshiyeneyo, wakhupha amadimoni amanengi, kodwa kavumelanga amadimoni ukuthi akhulume, ngoba ayemazi.
35 ୩୫ ଆର୍କର୍ ସାକାଲେ କୁକ୍ଡା ଡାକ୍ ବେଲାଇ ଜିସୁ ଉଟି ଗରେଅନି ବାରଇ ଜାଇ ଗଟେକ୍ କିନରା ରଇବା ଚିମ୍ରା ଜାଗାଇ, ଜାଇ ପାର୍ତନା କର୍ବାର୍ ଦାର୍ଲା ।
Njalo ekuseni kusesemnyama kakhulu wavuka waphuma, waya endaweni eyinkangala, wakhuleka khona.
36 ୩୬ ସେଡ୍କିବେଲେ ସିମନ୍ ଆରି ତାର୍ ସଙ୍ଗର୍ଲକ୍ ତାକେ କଜ୍ବାର୍ ଗାଲାଇ,
USimoni lababelaye basebemdingisisa;
37 ୩୭ ଜେଡେବଲ୍ ସେମନ୍ ଜିସୁକେ ବେଟ୍ ଅଇଲାଇ, ଆରି କାବାଅଇ ତାକେ କଇଲାଇ, “ସବୁ ଲକ୍ ତମ୍କେ କଜ୍ଲାଇନି ।”
sebemtholile bathi kuye: Bonke bayakudinga.
38 ୩୮ ସେଡ୍କିବେଲେ ଜିସୁ ସେମନ୍କେ କଇଲା, “ଆସା, ଆମେ ରଇବା ବିନ୍ ବିନ୍ ଗାଉଁମନ୍କେ ଜୁ, କାଇକେବଇଲେ ସେ ଜାଗାମନ୍କେ ମିସା ମୁଇ ପର୍ମେସରର୍ କାତା କଇବି । କାଇକେବଇଲେ ସେଟାର୍ପାଇସେ ମୁଇ ଆଇଲିଆଚି ।”
Wasesithi kubo: Asiye emizini eseduze, ukuze ngitshumayele lakhona; ngoba ngiphumele lokhu.
39 ୩୯ ଆରି ଗାଲିଲିର୍ ସବୁଟାନେ ବୁଲି ବୁଲି ସେମନର୍ ସବୁ ପାର୍ତନା ଗରେ, ମାପ୍ରୁର୍ କାତା ସୁନାଇଲା, ଆରି ଡୁମା ଦାର୍ଲା ଲକ୍ମନ୍କେ ଚାଡାଇଲା ।
Wasetshumayela emasinagogeni abo kulo lonke eleGalili, ekhupha amadimoni.
40 ୪୦ ସେଡ୍କି ବେଲେ ଗଟେକ୍ ବଡ୍ ରଗି ତାର୍ ଲଗେ ଆସି ମାଣ୍ଡିକଟା ଦେଇ ତାକେ ବାବୁଜିଆ କରି କଇଲା, “ତମେ ଜଦି ମନ୍କଲେ ମକେ ସୁକଲ୍ କରି ପାର୍ସା ।”
Kwasekufika kuye umlephero, emncenga eguqa ngamadolo phambi kwakhe, esithi kuye: Aluba uthanda, ungangihlambulula.
41 ୪୧ ତେଇ ସେ ତାକେ ଜିବନ୍ ଦୁକାଇଲା ଆରି ଆତ୍ ଲାମାଇ କରି ତାକେ ଚିଇକରି କଇଲା, “ମୁଇ ମନ୍ କଲିନି, ତୁଇ ସୁକଲ୍ ଅ ।”
UJesu wasesiba lesihelo, welula isandla, wamthinta, wathi kuye: Ngiyathanda, hlambuluka;
42 ୪୨ ସେଦାପ୍ରେ ବଡ୍ ରଗ୍ ତାର୍ ଲଗେ ଅନି ଦୁର୍ଅଇଲା ଆରି ସେ ସୁକଲ୍ ଅଇଗାଲା ।
esekhulumile bahle basuka ubulephero kuye, wahlanjululwa.
43 ୪୩ ଆରି, ଜିସୁ ସେ ଲକ୍କେ ଡାଟ୍ସଙ୍ଗ୍ ଆଦେସ୍ ଦେଇ ସେଦାପ୍ରେ କଇ ପାଟାଇଲା ।
Wasemlayisisa, wahle wamyekela wahamba,
44 ୪୪ “ଜାଗ୍ରତ୍, ମୁଇ ତକେ ସୁକଲ୍ କଲି ବଲି କାକେ ମିସା କ ନାଇ, ମାତର୍ ଜା ଆରି ନିଜେ ପୁଜାରିକେ ଦେକାଇ ଅ ଆରି ମସା ଜନ୍ ଜନ୍ ବିରୁ ପର୍ମେସର୍କେ ଦେବାକେ ଆଦେସ୍ ଦେଲାଆଚେ, ସେ ଇସାବେ ଦେସ୍ । ଏଟାର୍ ଲାଗି ତୁଇ ସୁକଲ୍ ଅଇଜାଇଆଚୁସ୍ ବଲିକରି ପୁଜାରି ସବୁଲକର୍ ମୁଆଟେ ସାକି ଦେଅ ।”
esithi kuye: Khangela ungatsheli muntu ulutho; kodwa hamba, uziveze kumpristi, unikele ngokuhlanjululwa kwakho lokho uMozisi akulayayo, kube yibufakazi kubo.
45 ୪୫ ମାତର୍ ସେଲକ୍ ବାରଇ ଜାଇ ଜିସୁ ସୁକଲ୍ କରିରଇବା କବର୍ ଏତେକ୍ ରାଟୁକରି କଇବୁଲ୍ଲାଇ ଜେ, ଜିସୁ ଲକ୍ମନର୍ ଦେକ୍ତେ ଦେକ୍ତେ କନ୍ ଗାଉଁମନ୍କେ ମିସା ଜାଇ ପୁରି ନାପାର୍ଲା । ମାତର୍ ବାଇରେ ଜାଇ ଚିମ୍ରା ଜାଗାମନ୍କେ ରଇଲା । ଅଇଲେ ମିସା ଲକ୍ମନ୍ ଚାରିଦିଗେ ଅନି ତାର୍ ଲଗେ ଆଇବାର୍ଦାର୍ଲାଇ ।
Kodwa yena esephumile waqala ukumemezela kakhulu walwandisa udaba, kwaze kwathi wayengaselakho ukungena emzini obala, kodwa wayengaphandle ezindaweni ezizinkangala; beza kuye bevela enhlangothini zonke.