+ ମାତିଉ 1 >
1 ୧ ଏଟା ଅଇଲାନି ଜିସୁକିରିସ୍ଟର୍ ଆନିଦାଦିମନର୍ ନାଉଁ ତାଲିକା । ସେ ଦାଉଦ୍ ବଁସର୍ ରଇଲା ଆରି ଦାଉଦ୍ ଅବ୍ରାଆମ୍ ବଁସର୍ ରଇଲା ।
Księga o rodzie Jezusa Chrystusa, syna Dawidowego, syna Abrahamowego.
2 ୨ ଅବ୍ରାଅମର୍ ପଅ ଇସାକ୍, ଇସାକର୍ ପଅ ଜାକୁବ୍, ଜାକୁବର୍ ପଅ ଜିଉଦା ଆରି ତାର୍ ବାଇମନ୍ ।
Abraham spłodził Izaaka, a Izaak spłodził Jakóba, a Jakób spłodził Judę, i braci jego.
3 ୩ ଜିଉଦା ପେରସ୍ ଆରି ଜେରଅର୍ ବାବା ରଇଲା, ତାକର୍ ମାଆ ଅଇଲାନି ତାମର୍ । ପେରସର୍ ପଅ ଏସ୍ରନ୍ ।
A Juda spłodził Faresa i Zarę z Tamary, a Fares spłodził Hesrona, a Hesron spłodził Arama.
4 ୪ ଏସ୍ରନର୍ ପଅ ଆରାମ୍, ଆରାମର୍ ପଅ ଅମିନାଦବ୍ ଅମିନାଦବର୍ ପଅ ନଅସନ୍, ନଅସନର୍ ପିଲା ସଲ୍ମନ୍
A Aram spłodził Aminadaba, a Aminadab spłodził Naasona, a Naason spłodził Salmona.
5 ୫ ସଲ୍ମନର୍ ପଅର୍ ନାଉଁ ବୟଜ୍, ବୟଜର୍ ମାଆ ରାଅବ୍ । ବୟଜର୍ ପଅର୍ ନାଉଁ ଅବେଦ୍ ଆରି ଅବେଦର୍ ମାଆର୍ ନାଉଁ ରୁତ୍ । ଅବେଦର୍ ପଅ ଜସୟ,
A Salmon spłodził Booza z Rachaby, a Booz spłodził Obeda z Ruty, a Obed spłodził Jessego.
6 ୬ ଦାଉଦ୍ ରାଜାର୍ ସାସନ୍ ବେଲେ ଅନି ଜେଡେବଲ୍ ଇସ୍ରାଏଲ୍ ଲକ୍ମନ୍କେ ବାବିଲନ୍ ଦେସେ ବାନ୍ଦି ନେଇରଇଲା ଜାକ ସେତ୍କି ଆନିଦାଦିମନର୍ ତାଲିକା ଆଚେ । ଜସୟର୍ ପଅ ଦାଉଦ୍ ରାଜା । ଉରିୟର୍ ମାଇଜିର୍ ପେଟେ ଅନି ସଲ୍ମନ୍କେ ଜନମ୍ ଦେଲା,
A Jesse spłodził Dawida króla, a Dawid król spłodził Salomona z tej, która była żoną Uryjaszową.
7 ୭ ସଲମନର୍ ପଅ ରିଅବିୟାମ୍ ରିଅବିୟାମର୍ ପଅ ଅବିୟ ।
A Salomon spłodził Roboama, a Roboam spłodził Abijasza, a Abijasz spłodził Azę.
8 ୮ ଅବିୟର୍ ପଅ ଆସା, ଆସାର୍ ପଅ ଜିଅସାପଟ୍, ଜିଅସାପଟର୍ ପଅ ଜରାମ୍, ଜରାମର୍ ପଅ ଉଜିୟ ।
A Aza spłodził Jozafata, a Jozafat spłodził Jorama, a Joram spłodził Ozyjasza.
9 ୯ ଉଜିୟର୍ ପଅ ଜତାମ୍, ଜତାମର୍ ପଅ ଆଅସ୍, ଆଅସର୍ ପଅ ଇଜକିୟ ।
A Ozyjasz spłodził Joatama, a Joatam spłodził Achaza, a Achaz spłodził Ezechijasza.
10 ୧୦ ଇଜକିୟର୍ ପଅ ମନସେଅ, ମନସେଅର୍ ପଅ ଆମନ୍, ଆମନର୍ ପଅ ଜସିୟ ।
A Ezechijasz spłodził Manasesa, a Manases spłodził Amona, a Amon spłodził Jozyjasza.
11 ୧୧ ଜସିୟ ବାବିଲନ୍ ନଅରେ ବାସା ଅଇରଇଲା ବେଲେ, ଜିକନିୟ ଆରି ତାର୍ ବାଇମନ୍ ଜନମ୍ ଅଇଲାଇ ।
A Jozyjasz spłodził Jechonijasza i braci jego podczas zaprowadzenia do Babilonu.
12 ୧୨ ବାବିଲନେ ବନ୍ଦିଅଇ ସାର୍ଲା ପଚେଅନି ଜିସୁର୍ ଜନମ୍ ଜାକ ଏତ୍କି ଆନିଦାଦିମନର୍ ତାଲିକା ଆଚେ । ଜିକନିୟ ବାବିଲନେ ବାସାଅଇରଇଲା ବେଲେ, ସଲ୍ଟିଏଲ୍ ଜନମ୍ ଅଇଲା, ସଲ୍ଟିଏଲର୍ ପଅ ଜିରୁବାବେଲ୍,
A po zaprowadzeniu do Babilonu Jechonijasz spłodził Salatyjela, a Salatyjel spłodził Zorobabela.
13 ୧୩ ଜିରୁବାବେଲର୍ ପଅ ଅବିଉଦ୍, ଅବିଉଦର୍ ପଅ ଏଲିୟାକିମ୍, ଏଲିୟାକିମର୍ ପଅ ଅଜୁର୍ ।
A Zorobabel spłodził Abijuda, a Abijud spłodził Elijakima, a Elijakim spłodził Azora.
14 ୧୪ ଅଜୁର୍ ପଅ ସାଦକ୍, ସାଦକର୍ ପଅ ଆକିମ୍, ଜାକିନର୍ ପଅ ଏଲିଉଦ୍, ଏଲିଉଦର୍ ପଅ ଏଲାଜାର୍, ଏଲାଜାରର୍ ପଅ ମତ୍ତାନ୍ ।
A Azor spłodził Sadoka, a Sadok spłodził Achima, a Achim spłodził Elijuda.
15 ୧୫ ମତ୍ତାନର୍ ପଅ ଜାକୁବ୍, ଜାକୁବର୍ ପଅ ଜସେପ୍ ।
A Elijud spłodził Eleazara, a Eleazar spłodził Matana, a Matan spłodził Jakóba.
16 ୧୬ ଏ ଜସେପ୍ ମରିୟମ୍କେ ବିବା ଅଇରଇଲା । ମରିୟମର୍ ପେଟେଅନି ଜିସୁ ଜନମ୍ ଅଇରଇଲା । ଜିସୁ କିରିସ୍ଟକେ ମସିଅ ବଲି ମିସା ନାଉଁ ଆଚେ ।
A Jakób spłodził Józefa, męża Maryi, z której się narodził Jezus, którego zowią Chrystus.
17 ୧୭ ଏନ୍ତାରି ଅବ୍ରାଆମର୍ତେଇ ଅନି ଦାଉଦ୍ ରାଜାର୍ ଜାକ ଚଉଦ ଉତାର୍, ଦାଉଦର୍ତେଇ ଅନି ବାବିଲନ୍ ବନ୍ଦିରଇଲା ଜାକ ଚଉଦ ଉତାର୍, ଆରି ବାବିଲନେ ବନ୍ଦିଅଇରଇଲା ବେଲେଅନି ଜିସୁକିରିସ୍ଟର୍ ଜନମ୍ ଜାକ ଚଉଦ ଉତାର୍ ।
A tak wszystkiego pokolenia od Abrahama aż do Dawida jest pokoleń czternaście, a od Dawida aż do zaprowadzenia do Babilonu, pokoleń czternaście, a od zaprowadzenia do Babilonu aż do Chrystusa, pokoleń czternaście.
18 ୧୮ ଏଟା ଅଇଲାନି ଜିସୁ କିରିସ୍ଟର୍ ଜନମ୍ ବିସଇ । ଜିସୁର୍ ମା ମରିୟମର୍ ସଙ୍ଗ୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାର୍ ପାଇ ବିବା ମାଙ୍ଗ୍ନି ଅଇରଇଲା । ମାତର୍ ସେମନର୍ ବିବା ନ ଅଇତେ ସୁକଲ୍ ଆତ୍ମାଇ ଅନି ଗାଗ୍ଡେ ଅଇରଇବାଟା ମରିୟମ୍ ଜାନିପାର୍ଲା ।
A narodzenie Jezusa Chrystusa takie było: Albowiem gdy Maryja, matka jego, poślubiona była Józefowi, pierwej niżeli się zeszli, znaleziona jest brzemienną z Ducha Świętego.
19 ୧୯ ଜସେପ୍ ଗଟେକ୍ ଦରମ୍ ଲକ୍ ରଇଲା ଆରି ସବୁବେଲେ ସତ୍ କାମ୍ କର୍ତେରଇଲା । ଆରି ମରିୟମ୍କେ ଲକ୍ମନର୍ ଟାନେ ନିନ୍ଦା କାତା ସୁନାଇବାକେ ମନ୍ ନ କର୍ତେ ରଇଲା । ସେଟାର୍ପାଇ କେ ନାଜାନ୍ତେ ତାର୍ ବିବା ମାଙ୍ଗ୍ନି ପିଟାଇଦେବାକେ ଉପାଇ ପାଁଚ୍ତେ ରଇଲା ।
Ale Józef, mąż jej, będąc sprawiedliwym i nie chcąc jej osławić, chciał ją potajemnie opuścić.
20 ୨୦ ସେ ଏନ୍ତି ଉପାଇ ପାଁଚ୍ଲା ବେଲେ, ଜସେପ୍କେ ଗଟେକ୍ ପର୍ମେସରର୍ ଦୁତ୍ ସପ୍ନେ ଦେକାଇ ଅଇ କଇଲା, ଏ ଦାଉଦର୍ ନାତିର୍ ତିତି ଜସେପ୍, ଡର୍ନାଇ । ମରିୟମ୍କେ ମାଇଜି କରି ସଙ୍ଗଅ । କାଇକେବଇଲେ ସୁକଲ୍ ଆତ୍ମାଇ ଅନି ସେ ଗାଗ୍ଡେ ଅଇଲାଆଚେ ।
A gdy on o tem zamyślał, oto mu się Anioł Pański we śnie ukazał, mówiąc: Józefie, synu Dawidów! nie bój się przyjąć Maryi, żony twojej; albowiem, co się w niej poczęło, z Ducha Świętego jest.
21 ୨୧ ତାର୍ଟାନେଅନି ଗଟେକ୍ ପିଲା ଜନମ୍ ଅଇସି, ତମେ ତାକେ ଜିସୁ ବଲି ନାଉଁ ଦିଆସ୍, କାଇକେବଇଲେ ସେ ତାର୍ ଲକ୍ମନ୍କେ ସେମନର୍ ପାପେଅନି ଉଦାର୍ କର୍ସି ।
A urodzi syna, i nazowiesz imię jego Jezus; albowiem on zbawi lud swój od grzechów ich.
22 ୨୨ ଆଇବା ଦିନ୍ମନ୍କେ କାଇଟା ଅଇସି ବଲି, ପର୍ମେସର୍ ଗଟେକ୍ ବବିସତ୍ବକ୍ତାକେ ପାଟାଇ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ ଅଇବାକେ ଏ ସବୁ ଅଇଲା ।
A to się wszystko stało, aby się wypełniło, co powiedziano od Pana przez proroka, mówiącego:
23 ୨୩ ଗଟେକ୍ ଦାଙ୍ଗ୍ଡି ଗାଗ୍ଡେ ଅଇ ପିଲା ଜନମ୍ କର୍ସି, ଆରି ସେ ପିଲା ଲକ୍ମନର୍ ଟାନେ ଇମାନୁଏଲ୍ ବଲି ନାମାଇ ଅଇସି, ଏ ନାଉଁର୍ ଅରତ୍ ଅଇଲାନି, ପର୍ମେସର୍ ଆମର୍ ସଙ୍ଗ୍ ଆଚେ ।
Oto panna będzie brzemienna i porodzi syna, a nazowią imię jego Emanuel, co się wykłada: Bóg z nami.
24 ୨୪ ଜସେପ୍ ସଇଲା ଟାନେଅନି ଉଟି, ପର୍ମେସରର୍ ଦୁତ୍ ଜେନ୍ତି କଇରଇଲା, ସେନ୍ତି କଲା । ମରିୟମ୍କେ ବିବା ଅଇଲା ।
Tedy Józef ocuciwszy się ze snu, uczynił, jako mu rozkazał Anioł Pański, i przyjął żonę swoję;
25 ୨୫ ମାତର୍ ସେ ପିଲା ଜନମ୍ ନ ଅଇବା ଜାକ ମରିୟମ୍ ସଙ୍ଗ୍ ସୁଆବସା କରେନାଇ । ଜସେପ୍ ସେ ପିଲାକେ ଜିସୁ ବଲି ନାଉଁ ଦେଲା ।
Ale jej nie uznał, aż porodziła onego syna swego pierworodnego, i nazwał imię jego Jezus.