< ମାତିଉ 11 >
1 ୧ ଜିସୁ ବାର୍ଟା ସିସ୍ମନ୍କେ ସିକାଇ କରି କଇ ପାଟାଇ ସାର୍ଲା ପଚେ, ସେ ଜାଗା ଚାଡିକରି ଲଗେ ରଇଲା ଗଡ୍ମନର୍ ଲକ୍ମନ୍କେ ଜାଇ ସିକାଇଲା ଆରି ମାପ୍ରୁର୍ କାତା ସୁନାଇବାର୍ ଦାର୍ଲା ।
Καὶ ἐγένετο ὅτε ἐτέλεσεν ὁ Ἰησοῦς διατάσσων τοῖς δώδεκα μαθηταῖς αὐτοῦ, μετέβη ἐκεῖθεν τοῦ διδάσκειν καὶ κηρύσσειν ἐν ταῖς πόλεσιν αὐτῶν.
2 ୨ ସେ ବେଲା ଡୁବନ୍ଦେଉ ଜଅନ୍ ବନ୍ଦିଗରେ ରଇଲା । ଜିସୁ ଜନ୍ କାମ୍ମନ୍ ସବୁ କର୍ତେ ରଇଲା, ତାର୍ କବର୍ ସୁନି ତାର୍ କେତେଟା ସିସ୍ମନ୍କେ ଜିସୁର୍ ଲଗେ ପାଟାଇଲା ।
Ὁ δὲ Ἰωάννης ἀκούσας ἐν τῷ δεσμωτηρίῳ τὰ ἔργα τοῦ χριστοῦ, πέμψας διὰ τῶν μαθητῶν αὐτοῦ,
3 ୩ ସେମନ୍ ଜାଇ ଜିସୁକେ ପାଚାର୍ଲାଇ, “ଜନ୍ ଲକ୍ ଆଇସି ବଲି ଜଅନ୍ କଇରଇଲା, ସେ ଲକ୍ ତମେ କି? ନଇଲେ, ଆମେ ଆରି ବିନ୍ ଲକ୍କେ ଜାଗ୍ବୁ କି?”
εἶπεν αὐτῷ, Σὺ εἶ ὁ ἐρχόμενος, ἢ ἕτερον προσδοκῶμεν;
4 ୪ ଜିସୁ ସେମନ୍କେ କଇଲା, “ତମେ ବାଉଡି ଜାଇ ଜନ୍ଟା ସବୁ ଦେକ୍ଲାସ୍ ଆରି ସୁନ୍ଲାସ୍, ଜଅନ୍କେ କଇଦିଆସ୍ ।
καὶ ἀποκριθεὶς ὁ Ἰησοῦς εἶπεν αὐτοῖς, Πορευ θέντες ἀπαγγείλατε Ἰωάννῃ ἃ ἀκούετε καὶ βλέπετε·
5 ୫ କାଣାମନ୍ ଦେକିପାର୍ଲାଇନି, ଚଟାମନ୍ ଇଣ୍ଡ୍ଲାଇନି, ବଡ୍ ରଗିମନ୍ ନିମାନ୍ ଅଇଲାଇନି, ବଇରାମନ୍ ସୁନ୍ଲାଇନି, ମଲା ଲକ୍ମନ୍ ଜିବନ୍ ଅଇଲାଇନି ଆରି ଗରିବ୍ ଲକ୍ମନର୍ ଲଗେ ନିମାନ୍ କବର୍ କେଟ୍ଲାନି ।
τυφλοὶ ἀναβλέπουσιν, [καὶ] χωλοὶ περιπατοῦσιν, λεπροὶ καθαρίζονται, καὶ κωφοὶ ἀκούουσιν, καὶ νεκροὶ ἐγείρονται, καὶ πτωχοὶ εὐαγγελίζονται·
6 ୬ ଜେ ମର୍ ବିସଇ ନେଇକରି, ‘ସେ କି ନଏଁ ଆଲେ’ ବଲି ନ ବାବେ, ସେ କେଡେ ନିକ କରମର୍ ଲକ୍ । ଜେ ମକେ ନାମ୍ସି ଆରି ମକେ ସବୁ ବେଲା ବିସ୍ବାସ୍ କର୍ସି ତାକେ ପର୍ମେସର୍ ଆସିର୍ବାଦ୍ କର୍ସି ।” ବଲି କଇଲା ।
καὶ μακάριός ἐστιν ὃς ἂν μὴ σκανδαλισθῇ ἐν ἐμοί·
7 ୭ ଜଅନର୍ ସିସ୍ମନ୍ ବାଉଡି ଗାଲାବେଲେ ଜିସୁ ଲକ୍ମନ୍କେ ଜଅନର୍ ବିସଇ କଇଲା, ତମେ ଜଅନ୍କେ ଦେକ୍ବାକେ ଜେଡେବଲ୍ ମରୁବାଲିବୁଏଁ ଜାଇରଇଲାସ୍, କାଇଟା ଦେକ୍ବାକେ ଆସା କରିରଇଲାସ୍? ପବନ୍ ମାର୍ଲେ ଜୁଲ୍ବା ଗାଁସ୍ ପତର୍?
Τούτων δὲ πορευομένων ἤρξατο ὁ Ἰησοῦς λέγειν τοῖς ὄχλοις περὶ Ἰωάννου, Τί ἐξήλθατε εἰς τὴν ἔρημον θεάσασθαι; κάλαμον ὑπὸ ἀνέμου σαλευόμενον;
8 ୮ କାକେ ଦେକ୍ବାକେ ଜାଇ ରଇଲାସ୍? କାଇ ସୁନ୍ଦର୍ ବସ୍ତର୍ ପିନ୍ଦିରଇବା ଲକ୍କେ ଦେକ୍ବୁ ବଲି ଜାଇ ରଇଲାସ୍ କି? ସେନ୍ତି ବସ୍ତର୍ ପିନ୍ଦ୍ବା ଲକ୍ ରାଜାର୍ ଗରେ ରଇବାଇ ।
ἀλλὰ τί ἐξήλθατε ἰδεῖν; ἄνθρωπον ἐν μαλακοῖς ἠμφιεσμένον; ἰδοὺ οἱ τὰ μαλακὰ φοροῦντες ἐν τοῖς οἴκοις τῶν βασιλέων εἰσίν·
9 ୯ ମକେ କୁଆ, କାଇଟା ଦେକ୍ବାକେ ଜାଇ ରଇଲାସ୍? ଗଟେକ୍ ବବିସତ୍ବକ୍ତାକେ ଦେକ୍ବୁ ବଲିକରି କି? ସେଟା ତ ସତ୍, ମାତର୍ ଅବ୍କା ବବିସତ୍ବକ୍ତା ଟାନେଅନି ଗଟେକ୍ ଅଦିକ୍ ବଡ୍ ଲକ୍କେ ବେଟ୍ପାଇଆଚାସ୍ ।
ἀλλὰ τί ἐξήλθατε ἰδεῖν; προφήτην; ναὶ λέγω ὑμῖν, καὶ περισσότερον προφήτου·
10 ୧୦ କାଇକେ ବଇଲେ ଏ ଜଅନର୍ ବିସଇ ସାସ୍ତରେ ଲେକାଅଇଲା ଆଚେ । ପର୍ମେସର୍ କଇଲା, “ତମର୍ ପାଇ ବାଟ୍ ତିଆର୍ କର୍ବାକେ ମୁଇ ପର୍ତୁମ୍ ମର୍ ଦୁତ୍କେ ପାଟାଇବି ।”
οὗτος [γάρ] ἐστιν περὶ οὗ γέγραπται, Ἰδοὺ ἐγὼ ἀποστέλλω τὸν ἄγγελόν μου πρὸ προσώπου σου, ὃς κατασκευάσει τὴν ὁδόν σου ἔμπροσθέν σου.
11 ୧୧ ମୁଇ ତମ୍କେ ସତ୍ କଇଲିନି, ଏ ଦୁନିଆଇ ପୁର୍ବେ ଅନି ଆଜିକେ ଜାକ ଜେତେକ୍ ଲକ୍ ସବୁ ଜନମ୍ ଅଇଲାଇଆଚତ୍, ସବୁ ଲକ୍ମନର୍ ବିତ୍ରେଅନି ଡୁବନ୍ ଦେଉ ଜଅନ୍ ବଡ୍ । ମାତର୍ ସରଗ୍ ରାଇଜେ ଜେ ସବୁର୍ଟାନେଅନି ସାନ୍, ସେ ଜଅନର୍ତେଇ ଅନି ବଡ୍ ।
Ἀμὴν λέγω ὑμῖν, οὐκ ἐγήγερται ἐν γεννητοῖς γυναικῶν μείζων Ἰωάννου τοῦ βαπτιστοῦ· ὁ δὲ μικρότερος ἐν τῇ βασιλείᾳ τῶν οὐρανῶν μείζων αὐτοῦ ἐστιν.
12 ୧୨ ଡୁବନ୍ ଦେଉ ଜଅନ୍ ପର୍ମେସରର୍ ନିକ କାତା ଜାନାଇବାଟା ଆରାମ୍ କଲାବେଲେ ଅନି ଆଜିକେ ଜାକ ସରଗ୍ ରାଇଜ୍ ନେଇକରି ବେସି ଜୁଇଦ୍ ଚାଲ୍ଲାଆଚେ । ଦୟା ମାୟା ନଇଲା ଲକ୍ମନ୍ ତାକର୍ ବପୁସଙ୍ଗ୍ ସରଗ୍ ରାଇଜ୍ ଅଦିକାର୍ କର୍ବାକେ ଚେସ୍ଟା କଲାଇନି ।
ἀπὸ δὲ τῶν ἡμερῶν Ἰωάννου τοῦ βαπτιστοῦ ἕως ἄρτι ἡ βασιλεία τῶν οὐρανῶν βιάζεται, καὶ βιασταὶ ἁρπάζουσιν αὐτήν.
13 ୧୩ ଜଅନ୍ ଆଇବା ଜାକ ମସାର୍ ନିୟମ୍ ଆରି ବବିସତ୍ବକ୍ତାମନ୍ ସରଗ୍ ରାଇଜର୍ ବିସଇ କଇତେ ରଇଲାଇ ।
πάντες γὰρ οἱ προφῆται καὶ ὁ νόμος ἕως Ἰωάννου ἐπροφήτευσαν·
14 ୧୪ ଜଦି ସେମନର୍ କାତା ତମେ ବିସ୍ବାସ୍ କର୍ସା, ତେବେ ଜଅନ୍ ଅଇଲାନି ସେ ଏଲିୟ, ଜେ କି ପର୍ତୁମ୍ ଆଇବାର୍ ରଇଲା ।
καὶ εἰ θέλετε δέξασθαι, αὐτός ἐστιν Ἡλίας ὁ μέλλων ἔρχεσθαι.
15 ୧୫ ଜାକେ କାନ୍ଆଚେ, ସେ ସୁନ ।
ὁ ἔχων ὦτα [ἀκούειν] ἀκουέτω.
16 ୧୬ ଏ ଜୁଗର୍ ଲକ୍ମନ୍କେ କାର୍ ସଙ୍ଗ୍ ସମାନ୍ କର୍ବି? ସେମନ୍ ଆଟ୍ ମଜାଇ ବସିକରି କେଲ୍ବା ପିଲାମନର୍ ପାରା । ଗଟେକ୍ ଦଲର୍ ପିଲାମନ୍ ଆରି ଗଟେକ୍ ଦଲ୍କେ କଇବାଇ,
Τίνι δὲ ὁμοιώσω τὴν γενεὰν ταύτην; ὁμοία ἐστὶν παιδίοις καθημένοις ἐν ταῖς ἀγοραῖς ἃ προσφωνοῦντα τοῖς ἑτέροις
17 ୧୭ “ଆମେ ବିବା ବାଜା ବାଜାଇଲୁ, ମାତର୍ ତମେ ନାଟ୍ କରାସ୍ ନାଇ । ଦୁକର୍ ଗିତ୍ ଗାଇଲୁ ତମେ କାନ୍ଦାସ୍ ନାଇ ।
λέγουσιν, Ηὐλήσαμεν ὑμῖν καὶ οὐκ ὠρχήσασθε, ἐθρηνήσαμεν καὶ οὐκ ἐκόψασθε.
18 ୧୮ ଜଅନ୍ ତର୍କେ ତର୍ ଉପାସ୍ କର୍ତେ ରଇଲା ଆରି କେବେ ମିସା ମଦ୍ ନ କାଇତେ ରଇଲା, ମାତର୍ ତମେ ତାକେ ଡୁମା ଦାର୍ଲା ଲକ୍ ବଲି କଇଲାସ୍ନି ।
ἦλθεν γὰρ Ἰωάννης μήτε ἐσθίων μήτε πίνων, καὶ λέγουσιν, Δαιμόνιον ἔχει.
19 ୧୯ ମାତର୍ ନର୍ପିଲା ମୁଇ କାଇଲେ କି ପିଇଲେ ମକେ କାଉରାଟା ଆରି ମଦୁଆଟା ବଲି କଇଲାସ୍ନି । ସିସ୍ତୁ ମାଙ୍ଗୁମନର୍ ଆରି ପାପି ଲକ୍ମନର୍ ମଇତର୍ ବଲି କଇଲାସ୍ନି । ସେଟା ଜନ୍ଟା ଅବେ ଚାଡା, ପର୍ମେସରର୍ ବିଚାର୍ ସତ୍ ଆକା । ଏଟା ତାର୍ କାମେଅନି ଜାନାପଡ୍ସି ।”
ἦλθεν ὁ υἱὸς τοῦ ἀνθρώπου ἐσθίων καὶ πίνων, καὶ λέγουσιν, Ἰδοὺ ἄνθρωπος φάγος καὶ οἰνοπότης, τελωνῶν φίλος καὶ ἁμαρτωλῶν. καὶ ἐδικαιώθη ἡ σοφία ἀπὸ τῶν ἔργων αὐτῆς.
20 ୨୦ ଜନ୍ ଗଡ୍ମନ୍କେ ଜିସୁ ତାର୍ ବେସି କାବାଅଇଜିବା କାମ୍ମନ୍ କରିରଇଲା, ସେ ଗଡର୍ ଲକ୍ମନ୍ ନିଜେ କରିରଇବା ପାପ୍ଲାଗି ମନ୍ ନ ବାଦ୍ଲାଇଲାଟା ଦେକି, ଜିସୁ ସେ ଗଡର୍ ଲକ୍ମନ୍କେ ନିନ୍ଦା କରି କଇଲା,
Τότε ἤρξατο ὀνειδίζειν τὰς πόλεις ἐν αἷς ἐγένοντο αἱ πλεῖσται δυνάμεις αὐτοῦ, ὅτι οὐ μετενόησαν.
21 ୨୧ “ଏ କରାଜିନର୍ ଲକ୍ମନ୍, ତମେ କେଡେ ଇନସ୍ତା ଅଇ ଡଣ୍ଡ୍ ପାଇସା! ଏ ବେତ୍ସାଇଦାର୍ ଲକ୍ମନ୍, ତମର୍ ଦସା ମିସା ସେନ୍ତିସେ । ତମର୍ ବିତରେ ଜନ୍ କାବାଅଇଜିବା କାମ୍ମନ୍ କରାଅଇଲାଆଚେ, ସେଟା ସବୁ ଜଦି ମୁଇ ସର ଆରି ସିଦନ୍ ଗଡେ କରି ରଇଲେ, ସେ ଗଡର୍ ଲକ୍ମନ୍ ପାପେଅନି ବାଅଡ୍ଲୁ ବଲି ଦେକାଇବାକେ ଗାଗ୍ଡେ ଚାର୍ ଡାଲିଅଇ, ବାସ୍ତା ପିନ୍ଦିକରି ମନ୍ ବାଦ୍ଲାଇତାଇ ।”
Οὐαί σοι Χοραζείν, οὐαί σοι Βηθσαϊδά, ὅτι εἰ ἐν Τύρῳ καὶ Σιδῶνι ἐγένοντο αἱ δυνάμεις αἱ γενόμεναι ἐν ὑμῖν, πάλαι ἂν ἐν σάκκῳ καὶ σποδῷ μετενόησαν.
22 ୨୨ “ମୁଇ ତମ୍କେ ସତ୍ କଇଲିନି, ପର୍ମେସରର୍ ବିଚାରର୍ ଦିନେ ତମର୍ତେଇଅନି ସର୍ ଆରି ସିଦନ୍ ଗଡର୍ ଲକ୍ମନ୍କେ ସେ ଅଦିକ୍ ଦୟା ଦେକାଇସି ।”
πλὴν λέγω ὑμῖν, Τύρῳ καὶ Σιδῶνι ἀνεκτότερον ἔσται ἐν ἡμέρᾳ κρίσεως ἢ ὑμῖν.
23 ୨୩ ଏ କପର୍ନାଉମର୍ ଲକ୍ମନ୍! ତମେ କାଇ ନିଜେ ସର୍ଗେ ଜିବାକେ ଚେସ୍ଟା କଲାସ୍ନି? ତମେ ନର୍କେ ପିଙ୍ଗା ଅଇସି । ତମର୍ ବିତ୍ରେ ମୁଇ ଜନ୍ କାବାଅଇଜିବା କାମ୍ମନ୍ କରିରଇଲି, ସେଟା ଜଦି ସଦମ୍ ଗଡେ କରି ରଇଲେ, ସେ ଗଡ୍ ଆଜିକେ ଜାକ ରଇତା । (Hadēs )
καὶ σύ Καφαρναούμ, μὴ ἕως οὐρανοῦ ὑψωθήσῃ; ἕως ᾅδου καταβήσῃ, ὅτι εἰ ἐν Σοδόμοις ἐγενήθησαν αἱ δυνάμεις αἱ γενόμεναι ἐν σοί, ἔμεινεν ἂν μέχρι τῆς σήμερον. (Hadēs )
24 ୨୪ “ମୁଇ ତମ୍କେ ସତ୍ କାତା କଇଲିନି, ପର୍ମେସରର୍ ବିଚାର୍ନା ଦିନେ ତମର୍ତେଇଅନି ସଦମର୍ ଲକ୍ମନ୍କେ ସେ ଅଦିକ୍ ଦୟା ଦେକାଇସି ।”
πλὴν λέγω ὑμῖν ὅτι γῇ Σοδόμων ἀνεκτότερον ἔσται ἐν ἡμέρᾳ κρίσεως ἢ σοί.
25 ୨୫ ଜିସୁ ସେବେଲାଇ ପାର୍ତନା କରି କଇଲା, “ଏ ବାବା, ତମେ ସରଗ୍ ଆରି ମଚ୍ପୁରର୍ ମାପ୍ରୁ । ଏ ସବୁ ବିସଇ ସିକ୍ଲା ଲକ୍ ଆରି ଗିଆନି ରଇବା ଲକର୍ତେଇଅନି ଲୁଚାଇ ସଙ୍ଗଇ, ନସିକ୍ଲା ଲକ୍ମନର୍ ତେଇ ଜାନାଇ ଆଚୁସ୍ ବଲି ମୁଇ ତମ୍କେ ଦନିଅବାଦ୍ ଦେଲିନି ।
Ἐν ἐκείνῳ τῷ καιρῷ ἀποκριθεὶς ὁ Ἰησοῦς εἶπεν, Ἐξομολογοῦμαί σοι, πάτερ κύριε τοῦ οὐρανοῦ καὶ τῆς γῆς, ὅτι ἔκρυψας ταῦτα ἀπὸ σοφῶν καὶ συνετῶν, καὶ ἀπεκάλυψας αὐτὰ νηπίοις.
26 ୨୬ ଉଁ ବାବା, ତମର୍ ମନ୍ କଲା ଇସାବେ ଏ ସବୁ ଗଟ୍ଲାନି ।”
ναὶ ὁ πατήρ, ὅτι οὕτως ἐγένετο εὐδοκία ἔμπροσθέν σου.
27 ୨୭ “ମର୍ ବାବା ମକେ ସବୁ ବିସଇ ଦାନ୍ କଲାଆଚେ । ବାବାକେ ଚାଡି କେ ମିସା ତାର୍ ପିଲା, ମକେ ନାଜାନତ୍ । ଆରି ତାର୍ ପିଲା, ମକେ ଚାଡି କେ ମିସା ବାବାକେ ନାଜାନତ୍ । ତାର୍ ପିଲା ମୁଇ, ଜନ୍ ଲକ୍ମନର୍ ଲଗେ ବାବାକେ ଦେକାଇବି, ସେମନ୍ସେ ବାବାକେ ଚିନି ପାରତ୍ ।
πάντα μοι παρεδόθη ὑπὸ τοῦ πατρός μου, καὶ οὐδεὶς ἐπιγινώσκει τὸν υἱὸν εἰ μὴ ὁ πατήρ, οὐδὲ τὸν πατέρα τις ἐπιγινώσκει εἰ μὴ ὁ υἱὸς καὶ ᾧ ἐὰν βούληται ὁ υἱὸς ἀποκαλύψαι.
28 ୨୮ “ବେସି ବଜ୍ ବଇକରି ତାକ୍ଲା ଲକ୍ମନ୍, ମର୍ ଲଗେ ଆସା । ମୁଇ ତମ୍କେ ପୁଣ୍ଡାଇବି ।
Δεῦτε πρός με πάντες οἱ κοπιῶντες καὶ πεφορτισμένοι, κἀγὼ ἀναπαύσω ὑμᾶς.
29 ୨୯ ମର୍ ଜୁଆଡି ବଇ ମର୍ଟାନେଅନି ସିକା । କାଇକେବଇଲେ ମୁଇ ନିଜେ ସୁଆଲ୍ ଆରି ମର୍ ମନ୍ କୁଉଁଲ୍ ଅଇଲାର୍ ଲାଗି ତମେ ମର୍ଲଗେ ପୁଣ୍ଡ୍ସା ।
ἄρατε τὸν ζυγόν μου ἐφ᾽ ὑμᾶς, καὶ μάθετε ἀπ᾽ ἐμοῦ, ὅτι πραΰς εἰμι καὶ ταπεινὸς τῇ καρδίᾳ, καὶ εὑρήσετε ἀνάπαυσιν ταῖς ψυχαῖς ὑμῶν.
30 ୩୦ ମୁଇ ତମର୍ ଉପ୍ରେ ଜନ୍ ଜୁଆଡି ସଙ୍ଗଇବି ସେଟା ତମ୍କେ ବଇବାକେ ସଅଜ୍ ଅଇସି । ଆରି ତମ୍କେ ଜନ୍ ବଜ୍ ଦେବି, ସେଟା ମିସା ବେସି ଉସାସ୍ ।”
ὁ γὰρ ζυγός μου χρηστὸς καὶ τὸ φορτίον μου ἐλαφρόν ἐστιν.