< ମାତିଉ 13 >
1 ୧ ଦିନେକ୍ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗରେ ଅନି ବାରଇ ସମ୍ଦୁର୍ କଣ୍ଡି ଗାଲା । ତେଇ ସେ ବସିକରି ସିକାଇବାର୍ ଦାର୍ଲା ।
An jenem Tage ging Jesus von Hause weg und setzte sich am See nieder;
2 ୨ ଲକ୍ମନ୍ ତାର୍ ଚାରିବେଡ୍ତି ଜବର୍ ଅଇ ରୁଣ୍ଡିରଇଲାଇଜେ ସେ ଗଟେକ୍ ଡଙ୍ଗାଇ ଜାଇ ବସ୍ଲା । ଲକ୍ମନ୍ ଟିଆ ଅଇ ତାର୍ କାତା ସୁନ୍ବାର୍ ଦାର୍ଲାଇ ।
und es versammelte sich eine große Volksmenge bei ihm, so daß er in ein Boot stieg und sich darin niedersetzte, während die ganze Volksmenge längs dem Ufer stand.
3 ୩ ଆରି ସେ କେତେକ୍ କେତେକ୍ ବିସଇ, ଉଦାଅରଣ୍ ଦେଇ, ସିକାଇତେ ରଇଲା । ସେ କଇଲା, “ଗଟେକ୍ ଚାସି ତରେକ୍ ବିଅନ୍ ବୁନ୍ବାର୍ ବାରଇଲା ।
Da redete er mancherlei zu ihnen in Gleichnissen mit den Worten: »Seht, der Sämann ging aus, um zu säen;
4 ୪ ଚାସି ସେ ଜମିଟାନେ ବିଅନ୍ ବୁନ୍ବା ବେଲେ କେତେଟା ମୁଞ୍ଜି ମଜା ବାଟେ ଅଦର୍ଲାଜେ ସେଟା ଚଡଇମନ୍ ଆସି କାଇଦେଲାଇ ।
und beim Säen fiel einiges (von dem Saatkorn) auf den Weg längshin; da kamen die Vögel und fraßen es auf.
5 ୫ ଆରି ଅଦେକ୍ ମାଟି ଉନାରଇ ଜବର୍ ପାକ୍ନା ରଇବା ପଦାଇ ଅଦର୍ଲା । ତେଇ ମାଟି ବଉଲ୍ ନ ରଇଲାଜେ ଦାପ୍ରେ ଆଁକ୍ରି ଗାଜା ଅଇଲା ।
Anderes fiel auf die felsigen Stellen, wo es nicht viel Erdreich hatte und bald aufschoß, weil es nicht tief in den Boden dringen konnte;
6 ୬ ମାତର୍ ଗାଜାର୍ ଚେର୍ ବିତ୍ରେ ଜାଏ ନାଇଜେ, କାରା କଲାକେ ସେଟା ସୁକିଗାଲା ।
als dann aber die Sonne aufgegangen war, wurde es versengt, und weil es nicht Wurzel (geschlagen) hatte, verdorrte es.
7 ୭ ଆରି କେତେଟା ବିଅନ୍ କାଟାବୁଟା ବିତ୍ରେ ଅଦର୍ଲା, ଆରି କାଟାବୁଟା ଆଁକ୍ରି ଗାଜା ଅଇଲା । ବିଅନର୍ ଚାରିବେଡ୍ତି ବର୍ଡି ଜାଇ ସେଟା ସବୁ ଗିଲିଦେଲା ।
Wieder anderes fiel unter die Dornen, und die Dornen wuchsen empor und erstickten es.
8 ୮ ମାତର୍ ଆରି ବାକି ସବୁ ବିଅନ୍ ନିକ ବୁଏଁ ଅଦ୍ରି ବୁଟା ଅଇ ବଡିକରି ପଲ୍ ଦାର୍ଲା । କେତେଟା ବୁଟାଇ ତିରିସ୍ ବାଗ୍, ସାଟେ ବାଗ୍, ଆରି ସଏ ବାଗ୍ ଅନି ଅଦିକ୍ ପଲ୍ଦାର୍ଲା ।”
Anderes aber fiel auf den guten Boden und brachte Frucht, das eine hundertfältig, das andere sechzigfältig, das andere dreißigfältig.
9 ୯ ଜିସୁ ଉଦାଅରଣ୍ ସାରାଇକରି କଇଲା, “ଜାକେ ସୁନ୍ଲା ପାରା କାନ୍ ଆଚେ, ସେ ସୁନ ।”
Wer Ohren hat, der höre!«
10 ୧୦ ପଚେ ସିସ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ, “ତମେ ଲକ୍ମନ୍କେ ସିକାଇଲା ବେଲେ କାଇକେ ଉଦାଅରଣ୍ ଇସାବେ କଇଲାସ୍ନି?”
Da traten die Jünger an Jesus heran und fragten ihn: »Warum redest du in Gleichnissen zu ihnen?«
11 ୧୧ ଜିସୁ କଇଲା, “ସରଗ୍ ରାଇଜର୍ ଟିକି ନିକି କାତା ବୁଜ୍ବାକେ ତମେ ଗିଆନ୍ ପାଇଆଚାସ୍ । ମାତର୍ ସେମନ୍ ପାଅତ୍ ନାଇ ।
Er antwortete: »Euch ist es gegeben, die Geheimnisse des Himmelreichs zu erkennen, jenen aber ist es nicht gegeben.
12 ୧୨ ଜାକେ ଆଚେ, ତାକେ ଦିଆଅଇସି । ତେଇଅନି ସେ ଅଦିକ୍ ଅଦିକ୍ ଲାବ୍ କର୍ସି । ମାତର୍ ଜାକେ ନାଇ, ତାର୍ଟାନେ ଜେତ୍କି ଆଚେ, ସେଟା ମିସା ନିଆଅଇସି ।”
Denn wer da hat, dem wird gegeben werden, so daß er Überfluß hat; wer aber nicht hat, dem wird auch das genommen werden, was er hat.
13 ୧୩ ସେମନ୍କେ ମୁଇ କାତାନି ଇସାବେ ସିକାଇଲିନି । କାଇକେବଇଲେ ସେମନ୍ ଦେକି ଦେକି ରଇବାଇ, ମାତର୍ ନ ଦେକ୍ଲା ପାରା । ସୁନ୍ତେ ରଇବାଇ, ମାତର୍ ନ ସୁନ୍ଲା ପାରା ଆରି ନ ବୁଜତ୍ ।
Deshalb rede ich in Gleichnissen zu ihnen, weil sie mit sehenden Augen doch nicht sehen und mit hörenden Ohren doch nicht hören und nicht verstehen.
14 ୧୪ ଜିସାୟ ବବିସତ୍ବକ୍ତା କଇରଇବା ବାକିଅ ପୁରାପୁରୁନ୍ ଅଇଲା । ଏ ଲକ୍ମନ୍ ସୁନି ସୁନି ମିସା କାଇଟା ନ ବୁଜତ୍ ଦେକ୍ତେରଇବାଇ, ମାତର୍ ନ ଦେକ୍ଲା ପାରା ।
So geht an ihnen die Weissagung Jesajas in Erfüllung, die da lautet: ›Ihr werdet immerfort hören und doch nicht verstehen, und ihr werdet immerfort sehen und doch nicht wahrnehmen!
15 ୧୫ କାଇକେ ବଇଲେ ସେମନର୍ ବୁଦି ଉନା । ସେମନ୍ କାନେ ଚୁଟିଅଇ ଦେଇଆଚତ୍ ଆରି ଆଁକି ଲିମିଦେଇ ଆଚତ୍ । ସେନ୍ତାର୍ ନ ଅଇରଇଲେ ସେମନ୍ ଦେକିପାର୍ତାଇ, ସୁନିପାର୍ତାଇ ଆରି ମର୍ ଲଗେ ବାଉଡି ଆଇତାଇ । ସେମନ୍କେ ମୁଇ ନିକ କରିଦେଇତି ।
Denn das Herz dieses Volkes ist stumpf geworden: ihre Ohren sind schwerhörig geworden, und ihre Augen haben sie geschlossen, damit sie mit den Augen nicht sehen und mit den Ohren nicht hören und mit dem Herzen nicht zum Verständnis gelangen, und sie sich (nicht) bekehren, daß ich sie heilen könnte.‹
16 ୧୬ “ତମେ କେଡେକ୍ ନିକ କରମର୍ ଲକ୍! ତମେ ଦେକି ପାର୍ଲାସ୍ନି ଆରି ସୁନି ପାର୍ଲାସ୍ନି!
Aber eure Augen sind selig (zu preisen), weil sie sehen, und eure Ohren, weil sie hören!
17 ୧୭ ମୁଇ ତମ୍କେ ସତ୍ କଇଲିନି, କେତେକ୍ କେତେକ୍ ବବିସତ୍ବକ୍ତା ଆରି ପର୍ମେସରର୍ ଲକ୍ମନ୍ ତମେ ଜନ୍ଟା ଦେକ୍ଲାସ୍ନି, ସେଟା ଦେକ୍ବାକେ, ଆରି ଜାଇଟା ସୁନ୍ଲାସ୍ନି, ସେଟାମନ୍ ସୁନ୍ବାକେ ମନ୍ କର୍ତେରଇଲାଇ, ମାତର୍ ନାପାର୍ଲାଇ ।”
Denn wahrlich ich sage euch: Viele Propheten und Gerechte haben sehnlichst gewünscht, das zu sehen, was ihr seht, und haben es nicht gesehen, und hätten gerne das gehört, was ihr hört, und haben es nicht zu hören bekommen.«
18 ୧୮ “ତେବେ ସୁନା, ବିଅନ୍ ବୁନ୍ବା କାତାର୍ ଅରତ୍ କଇଲିନି । ତମେ ବୁଜ୍ବାକେ ଚେସ୍ଟା କରା ।
»Ihr sollt also die Deutung des Gleichnisses vom Sämann zu hören bekommen.
19 ୧୯ ଜନ୍ ଲକ୍ମନ୍ ସରଗ୍ ରାଇଜର୍ ବାକିଅ ସୁନି ନ ବୁଜତ୍, ସଇତାନ୍ ଆସି ସେମନର୍ ମନ୍ ବିତ୍ରେ ଅନି ଜନ୍ଟା ବୁନାଅଇ ରଇସି, ସେଟା ଜିକି ଦାରିଜାଇସି । ଏଟା ଅଇଲାନି ବାଟେ ଅଦ୍ରି ରଇବା ବିଅନର୍ ଅରତ୍ ।”
Bei jedem, der das Wort vom Reich (Gottes) hört und es nicht versteht, da kommt der Böse und reißt das aus, was in sein Herz gesät ist; bei diesem ist der Same auf den Weg längshin gefallen.
20 ୨୦ “ଜନ୍ ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ସଙ୍ଗ୍ ମାନ୍ବାଇ, ସେଟା ପାକ୍ନାବାଡି ଜାଗାଇ ଅଦ୍ରିରଇବା ବିଅନ୍ ପାରା ।
Wo aber auf die felsigen Stellen gesät worden ist, das bedeutet einen solchen, der das Wort hört und es für den Augenblick mit Freuden annimmt;
21 ୨୧ ବାକିଅ ପୁରାପୁରୁନ୍ ତାକର୍ ମନ୍ ବିତ୍ରେ ଜାଇ ନ ରଏ ଜେ, ସେମନ୍ ସେଟା ବେସି ଦିନ୍ ମାନିକରି ରଇ ନାପାରତ୍ । ବାକିଅର୍ ଲାଗି କସ୍ଟ କି ବେମ୍ଜା ଆଇଲେ, ସେମନ୍ ଦାପ୍ରେସେ ସେଟା ଚାଡିଦେବାଇ ।
er hat aber keine feste Wurzel in sich, sondern ist ein Kind des Augenblicks; wenn dann Bedrängnis oder Verfolgung um des Wortes willen eintritt, wird er sogleich irre.
22 ୨୨ କାଟାବୁଟା କେନ୍ତାର୍କି ସାନ୍ ବୁଟାମନ୍କେ ଚାପି ଗିଲିଦେଇସି, ସେନ୍ତାରି ଏ ଜଗତର୍ ପାଇଟି କାବାଡ୍ ଆରି ଦନ୍କେ ଲବ୍ ଅଇକରି, କେତେକ୍ ଲକ୍ମନର୍ ଟାନେ କେଟିରଇବା ବାକିଅ ନସାଇଦେଇସି । ସେମନ୍ କାଟାବୁଟାଇ ଅଦର୍ଲା ବିଅନ୍ ପାରା । ସେମନର୍ କାଇ ପସଲ୍ ନ ପାଚାଅତ୍ । (aiōn )
Wo sodann unter die Dornen gesät worden ist, das bedeutet einen Menschen, der das Wort wohl hört, bei dem aber die weltlichen Sorgen und der Betrug des Reichtums das Wort ersticken, so daß es ohne Frucht bleibt. (aiōn )
23 ୨୩ ଜନ୍ଲକ୍ମନ୍ ବାକିଅ ସୁନି ନିକକରି ବୁଜ୍ବାଇ, ନିକ ପଦାଇ ଅଦ୍ରିରଇବା ବିଅନର୍ ପାରା । ସେମନ୍ ନିକ ପସଲ୍ ଲାବ୍ କର୍ବାଇ କେ ସଏ ପୁଟିଅନି ଅଦିକ୍, କେ ସାଟେ ପୁଟିଅନି ଅଦିକ୍, କେ ତିରିସ୍ ପୁଟିଅନି ଅଦିକ୍ ପସଲ୍ ପାଚାଇବାଇ ।”
Wo aber auf den guten Boden gesät worden ist, das bedeutet einen solchen, der das Wort hört und auch versteht; dieser bringt dann auch Frucht, und der eine trägt hundertfältig, der andere sechzigfältig, der andere dreißigfältig.«
24 ୨୪ ଜିସୁ ତାର୍ ସିସ୍ମନ୍କେ ଆରି ଗଟେକ୍ ବିସଇ କାତାନି ଇସାବେ କଇଲା, ସରଗ୍ ରାଇଜ୍ ଏନ୍ତାରି ଗଟେକ୍ ଲକର୍ ପାରା । ସେ ଲକ୍ ତାର୍ ଜମିଟାନେ ନିକ ବିଅନ୍ ବୁନ୍ଲା ।
Ein anderes Gleichnis legte er ihnen so vor: »Mit dem Himmelreich verhält es sich wie mit einem Manne, der guten Samen auf seinem Acker ausgesät hatte.
25 ୨୫ ସେ ଦିନେକ୍, ରାତିଆ ସଇଲା ବେଲେ, ତାର୍ ଗଟେକ୍ ବିରଦ୍ ଲକ୍ ଆସି ସେ ଜମିଟାନେ ଗାଁସ୍ ମୁଞ୍ଜି ବୁନି ଦେଇ, ଉଟିଗାଲା ।
Während aber die Leute schliefen, kam sein Feind, säte Unkraut zwischen den Weizen und entfernte sich dann wieder.
26 ୨୬ ଜେଡେବେଲେ ଗଚ୍ ବଡି କେଡ୍ ଦାର୍ଲା, ମଜାଇମଜାଇ ଜୁଡ୍ ଗାଁସ୍ ଡିସ୍ଲା ।
Als nun die Saat aufwuchs und Frucht ansetzte, da kam auch das Unkraut zum Vorschein.
27 ୨୭ ସେ ଲକର୍ ଦାଙ୍ଗ୍ଡାମନ୍ ଆସି କଇଲାଇ, “ଏ ସାଉକାର୍ ତମେ ଜମିଟାନେ ନିକ ବିଅନ୍ ବୁନିରଇଲାସ୍, ଏତେକ୍ମାଣ୍ଡ୍ ଜୁଡ୍ ଗାଁସ୍ କନ୍ତିଅନି ଆଇଲା?”
Da traten die Knechte zu dem Hausherrn und sagten: ›Herr, hast du nicht guten Samen auf deinen Acker gesät? Woher hat er denn nun das Unkraut?‹
28 ୨୮ ଜମି ସାଉକାର୍ କଇଲା, ମର୍ ବିରଦି ଲକ୍ ଗଟେକ୍ ଏନ୍ତି କଲାଆଚେ । ସେମନ୍ ପାଚାର୍ଲାଇ, “ତେବେ ଆମେ ଜାଇ ସେ ଜୁଡ୍ ଗାଁସ୍ମନ୍କେ ଜିକି ପିଙ୍ଗିଦେବୁ କି?”
Er antwortete ihnen: ›Das hat ein Feind getan.‹ Die Knechte fragten ihn weiter: ›Willst du nun, daß wir hingehen und es zusammenlesen?‹
29 ୨୯ ସାଉକାର୍ କଇଲା, “ନାଇ, ଜୁଡ୍ ଗାଁସ୍ ଜିକ୍ବାବେଲେ କେଡେବଲ୍ ଦାନ୍ବୁଟା ମିସା ଜିକିଅଇଜାଇସି ।
Doch er antwortete: ›Nein, ihr würdet sonst beim Sammeln des Unkrauts zugleich auch den Weizen ausreißen.
30 ୩୦ କାଟ୍ବା ଜାକ ଦାନ୍ ଆରି ଜୁଡ୍ ଗାଁସ୍ ମିସ୍ତେ ବଡ । କାଟ୍ବା ଲକ୍ମନ୍କେ କଉଁ ସେମନ୍ ପର୍ତୁମ୍ ଜୁଡ୍ ଗାଁସ୍ କାଟି ବାରା ବାନ୍ଦି ପଡାଇ ଦେଅତ୍ । ତାର୍ ପଚେ ଦାନ୍ କାଟି ମାଣ୍ଡାଇ କଲ୍କିଟାନେ ସଙ୍ଗଉ ।”
Laßt beides zusammen bis zur Ernte wachsen; dann will ich zur Erntezeit den Schnittern sagen: Lest zuerst das Unkraut zusammen und bindet es in Bündel, damit man es verbrenne; den Weizen aber sammelt in meine Scheuer!‹«
31 ୩୧ ଜିସୁ ଆରି ଗଟେକ୍ ବିସଇ କଇଲା, “ସରଗ୍ ରାଇଜ୍ ଏନ୍ତାରି ଗଟେକ୍ ଲକ୍ ତାର୍ ଜମିଟାନେ ସର୍ସୁ ମୁଞ୍ଜି ତପିଦେଲା ।
Ein anderes Gleichnis legte er ihnen so vor: »Das Himmelreich ist einem Senfkorn vergleichbar, das ein Mann nahm und auf seinen Acker säte.
32 ୩୨ ସେ ମୁଞ୍ଜି ସବୁର୍ଟାନେଅନି ସାନ୍ ଅଇଲେ ମିସା ତେଇଅନି ଜନ୍ ଗଚ୍ ଅଇଲା, ଜମିଟାନେ ରଇଲା ବିନ୍ ଗଚ୍ମନର୍ତେଇଅନି ଅଦିକ୍ ଡେଙ୍ଗ୍ ଅଇ ଜୁଜୁରା ଅଇଲା । ଆରି ସେ ଗଚେ ଚଡଇମନ୍ ବାସା ଅଇଲାଇ ।”
Dies ist das kleinste unter allen Samenarten; wenn es aber herangewachsen ist, dann ist es größer als die anderen Gartengewächse und wird zu einem Baum, so daß die Vögel des Himmels kommen und in seinen Zweigen nisten.«
33 ୩୩ ଜିସୁ ଆରି ତରେକ୍ ଏନ୍ତାରି କାତା କଇଲା, “ଗଟେକ୍ ମାଇଜି କଣ୍ଡେକ୍ କମିର୍ ନେଇ ଅଦ୍ବାସ୍ତା ଗୁଣ୍ଡ୍ଟାନେ ମିସାଇଦେଲା । ସମାନ୍ ବେଲାଇ ସବୁଜାକ ଗୁଣ୍ଡ୍ କମିର୍ତେଇ ମିସି ପୁଲ୍ଲା । ସରଗ୍ ରାଇଜ୍ ବଡ୍ବାଟା ମିସା ଏନ୍ତାରିସେ ।”
Noch ein anderes Gleichnis teilte er ihnen so mit: »Das Himmelreich gleicht dem Sauerteig, den eine Frau nahm und unter drei Scheffel Mehl mengte, bis der ganze Teig durchsäuert war.«
34 ୩୪ ଜିସୁ ଏନ୍ତାରି ଉଦାଅରଣ୍ ଦେଇ ସିକାଇତେ ରଇଲା । ଉଦାଅରଣ୍ ନ ଦେଇ ସେ କାଇଟା ମିସା ନ ସିକାଇତେ ରଇଲା ।
Dies alles redete Jesus in Gleichnissen zu den Volksscharen, und ohne Gleichnisse redete er nichts zu ihnen.
35 ୩୫ ଏଟାର୍ପାଇ ବବିସତ୍ବକ୍ତାର୍ ଏ ବାକିଅ ପୁରାପୁରୁନ୍ ଅଇଲା । ମୁଇ ଉଦାଅରଣ୍ ଦେଇ ସେମନ୍କେ କାତା କଇବି, ଏନ୍ତାରିସେ କାଇଟା ତିଆର୍ ନ ଅଇବା ଆଗ୍ତୁଅନି ନାଜାନି ରଇବା ସବୁ ବିସଇ ମୁଇ ସେମନ୍କେ ବୁଜାଇଦେବି ।
So sollte sich das Wort des Propheten erfüllen, der da sagt: »Ich will meinen Mund zu Gleichnissen auftun, ich will aussprechen, was seit Grundlegung der Welt verborgen gewesen ist.«
36 ୩୬ ଜିସୁ ଲକ୍ ଗଅଲି ବିତ୍ରେଅନି ବାରଇ ଆସି ଜେଡେବେଲେ ଗର୍ ବିତ୍ରେ ପୁର୍ଲା, ସେଡ୍କି ବେଲେ ତାର୍ ସିସ୍ମନ୍ ଆସି ପାଚାର୍ଲାଇ, “ଆମ୍କେ ଜୁଡ୍ ଗାଁସର୍ ଅରତ୍ ବୁଜାଇ ଦିଆ ।”
Hierauf entließ er die Volksmenge und begab sich in seine Wohnung. Da traten seine Jünger zu ihm und baten ihn: »Erkläre uns das Gleichnis vom Unkraut auf dem Acker!«
37 ୩୭ ଜିସୁ କଇଲା, “ଜନ୍ ଲକ୍ ନିକ ବିଅନ୍ ବୁନ୍ଲା, ସେ ନର୍ପିଲା ମୁଇ ।
Er antwortete: »Der Mann, der den guten Samen sät, ist der Menschensohn;
38 ୩୮ ଏ ଦୁନିଆ ଅଇଲାନି ଜମି । ଜେମନ୍ ସରଗ୍ ରାଇଜର୍ ଲକ୍, ସେମନ୍ ନିକ ବିଅନ୍ । ଜୁଡ୍ ଗାଁସ୍ ଅଇଲାନି ସଇତାନର୍ ବାଟେ ଜିବା ଲକ୍ ।
der Acker ist die Welt; die gute Saat, das sind die Söhne des Reiches; das Unkraut dagegen sind die Söhne des Bösen;
39 ୩୯ ଜନ୍ ବିରଦି ଲକ୍ ଜୁଡ୍ ଗାଁସ୍ ମୁଞ୍ଜି ବୁନ୍ଲା, ସେ ସଇତାନ୍ । କାଟାବେଟାର୍ ବେଲା ଅଇଲାନି ଜୁଗ୍ ସାର୍ବା ଦିନ୍ । ତାସ୍ କାଟ୍ବା ଲକ୍ମନ୍ ଅଇଲାଇନି ସରଗର୍ ଦୁତ୍ମନ୍ । (aiōn )
der Feind ferner, der das Unkraut gesät hat, ist der Teufel; die Ernte ist das Ende dieser Weltzeit, und die Schnitter sind Engel. (aiōn )
40 ୪୦ ଜୁଡ୍ ଗାଁସ୍ମନ୍ ଜେନ୍ତି ଟୁଲିଆଇକରି ପଡାଇଲାଇ, ଜୁଗର୍ ସାରାସାରି ବେଲେ ସେନ୍ତାରି ଅଇସି । (aiōn )
Wie nun das Unkraut gesammelt und im Feuer verbrannt wird, so wird es auch am Ende der Weltzeit der Fall sein: (aiōn )
41 ୪୧ ନର୍ପିଲା ମୁଇ ମର୍ ରାଇଜେଅନି ସବୁ ପାପ୍ କାମ୍ କଲା ଲକ୍ମନ୍କେ ଆରି ଜେଜେମନ୍ ବିନ୍ ଲକ୍ମନ୍କେ ପାପ୍ କର୍ବାକେ ଉସ୍କାଇଲାଇନି, ସେମନ୍କେ ଟୁଲିଆଇବାକେ ସରଗର୍ ଦୁତ୍ମନ୍କେ ପାଟାଇବି ।
Der Menschensohn wird seine Engel aussenden; die werden aus seinem Reich alle Ärgernisse und alle die sammeln, welche die Gesetzlosigkeit üben,
42 ୪୨ ସେମନ୍ ଏ ସବୁ ଲକ୍ମନ୍କେ ଲାଗି ରଇବା ଜଇଟାନେ ପିଙ୍ଗ୍ବାଇ । ତେଇ ସେମନ୍ କିଲ୍ବିଲ୍ ଅଇ କାନ୍ଦ୍ବାଇ ଆରି ଦାତ୍ କାତ୍ରିଅଇବାଇ ।
und werden sie in den Feuerofen werfen: dort wird lautes Weinen und Zähneknirschen sein.
43 ୪୩ ସେବେଲେ ପର୍ମେସର୍କେ ମାନ୍ବା ଲକ୍ମନ୍ ତାକର୍ ସରଗର୍ ବାବାର୍ ରାଇଜେ ବେଲ୍ପାରା ଜକ୍ମକିଜିବାଇ । ସୁନ୍ଲା ପାରା କାନ୍ ରଇଲେ ସୁନା ।”
Alsdann werden die Gerechten im Reich ihres Vaters wie die Sonne leuchten. Wer Ohren hat, der höre!«
44 ୪୪ “ଦିନେକ୍ ଗଟେକ୍ ଲକ୍ ଜମିଟାନେ କୁନି ନେଉନେଉ ତପିଅଇରଇଲା ଦନ୍ ମିଲାଇଲା । ସେଟା ସେ ଗୁଡାଇପାକାଇଲା ଆରି ସାର୍ଦା ସଙ୍ଗ୍ ନିଜର୍ ସବୁ ଦନ୍ ବିକି ଦେଇ, ସେ ଜମି ଗେନ୍ଲା । ସରଗ୍ ରାଇଜ୍ ମିସା ଏନ୍ତାରି ତପିଅଇରଇବା ଦନ୍ ପାରା ।”
»Das Himmelreich ist einem im Acker vergrabenen Schatz gleich; den fand ein Mann und vergrub ihn (wieder); alsdann ging er in seiner Freude hin, verkaufte alles, was er besaß, und kaufte jenen Acker.
45 ୪୫ ଆରି ସରଗ୍ ରାଇଜ୍ ଏନ୍ତାରି, ଗଟେକ୍ ସୁନାରି ବେସି ମୁଲିଅର୍ ମୁକ୍ତା କଜି କଜି ରଇଲା ।
Wiederum gleicht das Himmelreich einem Kaufmann, der wertvolle Perlen suchte;
46 ୪୬ ଗଟେକ୍ ବେସି ମୁଲିଅର୍ ମୁକ୍ତା ରଇଲାଟା ସୁନି, ସେ ତାର୍ ସବୁ ଦନ୍ ସଁପତି ବିକି ସେଟା ଗେନ୍ଲା । ସରଗ୍ ରାଇଜ୍ ମିସା ସେ ମୁକ୍ତା ପାରା ।
und als er eine besonders kostbare Perle gefunden hatte, ging er heim, verkaufte alles, was er besaß, und kaufte sie.
47 ୪୭ ସରଗ୍ ରାଇଜ୍ ଗଟେକ୍ ମାଚ୍ ଦାର୍ବା ଜାଲ୍ ପାରା । କେଉଟ୍ମନ୍ ଗାଡେ ଜାଲ୍ ପାକାଇ ବିନ୍ବିନ୍ ରକାମର୍ ମାଚ୍ ଦାର୍ବାଇ ।
Weiter ist das Himmelreich einem Schleppnetz gleich, das ins Meer ausgeworfen wurde und in welchem sich Fische jeder Art in Menge fingen.
48 ୪୮ “ଜାଲ୍ ବର୍ତି ଅଇଗାଲେ କଣ୍ଡିତେଇ ଜିକିଆନି ନିକନିକ ମାଚ୍ ବାଚି କରି ମୁର୍ଡିତେଇ ସଙ୍ଗଇବାଇ ଆରି ବେଙ୍ଗ୍ଟିମାଚ୍ ପାରାଟାମନ୍ ପିଙ୍ଗି ଦେବାଇ ।
Als es ganz gefüllt war, zog man es an den Strand, setzte sich nieder und sammelte das Gute in Gefäße, das Faule aber warf man weg.
49 ୪୯ ଜୁଗ୍ ସାର୍ବା ବେଲେ ଏନ୍ତାରି ଅଇସି । ସରଗର୍ ଦୁତ୍ମନ୍ ଦରମ୍ ଲକର୍ ଟାନେଅନି ପାପିମନ୍କେ ବେଗ୍ଲାଇବାଇ । (aiōn )
So wird es auch am Ende der Weltzeit zugehen: Die Engel werden ausgehen und die Bösen aus der Mitte der Gerechten absondern (aiōn )
50 ୫୦ ସେମନ୍କେ ଲାଗ୍ବା ଜଇଟାନେ ପିଙ୍ଗିଦେବାଇ । ତେଇ ସେମନ୍ ମାରିଚପିଅଇ କାନ୍ଦି କସ୍ଟେ ମସ୍ଟେ ଦାତ୍ କାତ୍ରିଅଇବାଇ ।”
und sie in den Feuerofen werfen: dort wird lautes Weinen und Zähneknirschen sein.«
51 ୫୧ ଜିସୁ ସିସ୍ମନ୍କେ ପାଚାର୍ଲା, “ଏ ସବୁ ବିସଇ ବୁଜି ପାର୍ଲାସ୍ନି କି?” ସେମନ୍ “ଉଁ ମାପ୍ରୁ ।” ବଲି କଇଲାଇ ।
»Habt ihr dies alles verstanden?« Sie antworteten ihm: »Ja.«
52 ୫୨ ଜିସୁ ସେମନ୍କେ କଇଲା, “ଜେନ୍ତାର୍କି ଗଟେକ୍ ଗରର୍ ଲକ୍, ତାର୍ ବାଣ୍ଡାର୍ ଗରେଅନି ତାକେ ଦର୍କାର୍ ଅଇବା ଇସାବେ ନୁଆ ଦିନ୍ସୁ ଆରି ପୁର୍ନା ଦିନ୍ସୁ ବାର୍କରାଇସି । ସରଗ୍ ରାଇଜେ ସିସ୍ ଅଇରଇବା ଗଟେକ୍ ଦରମ୍ ଗୁରୁ ସମାନ୍ ସେନ୍ତାରିସେ କର୍ସି ।”
Da sagte er zu ihnen: »Deshalb ist jeder Schriftgelehrte, der in der Schule des Himmelreichs ausgebildet ist, einem Hausherrn gleich, der aus seinem Schatze Neues und Altes hervorholt.«
53 ୫୩ ଜିସୁ ଏ ଉଦାଅରଣ୍ କଇସାରାଇ, ସେ ଜାଗା ଚାଡି ଉଟିଗାଲା ।
Als Jesus nun diese Gleichnisse beendigt hatte, brach er von dort auf;
54 ୫୪ ଆରି ନିଜର୍ ଜାଗାଇ ବାଅଡ୍ଲା । ସେ ଜାଗାର୍ ପାର୍ତନା ଗରେ ତାର୍ ସିକାଇବାଟା ସୁନି ଲକ୍ମନ୍ କାବା ଅଇଜାଇ କଇଲାଇ, “ଏତେକ୍ ଗିଆନ୍ ଏ କନ୍ତିଅନି ମିଲାଇଲା? ଏ କାବା ଅଇଜିବା କାମ୍ମନ୍ କର୍ବାକେ ଆକେ କେ ବପୁ ଦେଲା?
und als er in seine Vaterstadt (Nazareth) gekommen war, machte er in ihrer Synagoge durch seine Lehre solchen Eindruck auf sie, daß sie in Erstaunen gerieten und fragten: »Woher hat dieser solche Weisheit und die Machttaten?
55 ୫୫ ଏ କାଇ ସେ ବାଡଇର୍ ପିଲା! ମରିୟମ୍ ତାର୍ ମାଆ! ଜାକୁବ୍, ଜସେପ୍, ସିମନ୍ ଆରି ଜିଉଦା ତାର୍ ବାଇମନ୍!
Ist dieser nicht der Sohn des Zimmermanns? Heißt seine Mutter nicht Maria, und sind nicht Jakobus und Joseph, Simon und Judas seine Brüder?
56 ୫୬ ତାର୍ ବଇନିମନ୍ ଇତି ଆଚତ୍! ତେବେ ଏ ସବୁ ବପୁ ସେ କନ୍ତିଅନି ମିଲାଇଲା?”
Wohnen nicht auch seine Schwestern alle hier bei uns? Woher hat dieser also dies alles?«
57 ୫୭ ଏନ୍ତାରି କଇ, ସେମନ୍ ଜିସୁକେ ନାମତ୍ ନାଇ । ଜିସୁ ସେମନ୍କେ କଇଲା “ଗଟେକ୍ ବବିସତ୍ବକ୍ତା ନିଜର୍ ଗରେ ଆରି ଗାଏଁ ଚାଡିଦେଲେ, ସବୁଟାନେ ବଲ୍ ବଲାଇଅଇସି ।”
So nahmen sie Anstoß an ihm. Jesus aber sagte zu ihnen: »Ein Prophet gilt nirgends weniger als in seiner Vaterstadt und in seiner Familie.«
58 ୫୮ କାଇକେବଇଲେ ସେମନ୍ ଜିସୁକେ ବିସ୍ବାସ୍ କରତ୍ ନାଇଜେ ସେ ତେଇ ଆରି ଅଦିକ୍ କାବା ଅଇଜିବା କାମ୍ମନ୍ କରେ ନାଇ ।
So tat er denn dort infolge ihres Unglaubens nicht viele Wunder.