< ମାତିଉ 17 >
1 ୧ ଚଅ ଦିନ୍ପଚେ ଜିସୁ ପିତର୍, ଜାକୁବ୍ ଆରି ଜଅନ୍ ଦୁଇ ବାଇକେ ନେଇ ଗଟେକ୍ ଡେଙ୍ଗ୍ ଡଙ୍ଗ୍ରେ ଗାଲା । ତେଇ କେ ମିସା ନ ରଇଲାଇ ।
Six days later Jesus took with him Peter, James, and John his brother, and brought them up a high mountain by themselves.
2 ୨ ସିସ୍ମନ୍ ଦେକ୍ଲା ଦାପ୍ରେ ଜିସୁ, ଗଟେକ୍ ଦେକ୍ଲେ କାବା ଅଇଜିବା ରୁପ୍ ଅଇ ବାଦ୍ଲି ଗାଲା । ତାର୍ ମୁ ବେଲ୍ ପାରା ଉଜଲ୍ ଅଇଲା ଆରି ପଚିଆର୍ ଉଜଲ୍ ପୁଲ୍ପାରା ଦବ୍ ଡିସ୍ଲା ।
He was transfigured before them. His face shone like the sun, and his garments became as brilliant as the light.
3 ୩ ସିସ୍ମନ୍ ମସା ଆରି ଏଲିୟ ଜିସୁର୍ ସଙ୍ଗ୍ କାତାବାର୍ତା ଅଇବାଟା ଦେକ୍ଲାଇ ।
Behold, there appeared to them Moses and Elijah talking with him.
4 ୪ ପିତର୍ ଜିସୁକେ କଇଲା, “କେଡେ ସୁକର୍ କାତା, ଆଜି ଆମେ ଇତି ଆଚୁ । ତମେ ଜଦି ମନ୍ କର୍ସା, ଇତି ମୁଇ ତିନ୍ଟା କୁଡିଆ ତିଆର୍ କର୍ବି । ତମର୍ ପାଇ ଗଟେକ୍, ମସା ଆରି ଏଲିୟର୍ ପାଇ ଦୁଇଟା ।”
Peter answered and said to Jesus, “Lord, it is good for us to be here. If you desire, I will make here three shelters—one for you, and one for Moses, and one for Elijah.”
5 ୫ ପିତର୍ ଏଟା କଇବାବେଲେ ଏଦେ ଦେକା! କଣ୍ଡେକ୍ ବାଦଲ୍ ଉଜଲ୍ ଅଇ ସେମନର୍ ଉପ୍ରେ ଉଡି ଆଇଲା ଆରି ତେଇଅନି ଗଟେକ୍ ସର୍ ଆଇଲା “ଏ ମର୍ ଆଲାଦର୍ ପଅ, ଆର୍ ଲଗେ ମୁଇ ବେସି ସାର୍ଦା । ତାର୍ କାତା ମନ୍ ଦେଇ ସୁନା ।”
While he was still speaking, behold, a bright cloud overshadowed them, and behold, there was a voice out of the cloud, saying, “This is my beloved Son, in whom I am well pleased. Listen to him.”
6 ୬ ସିସ୍ମନ୍ ସେ ସର୍ ସୁନି ଏତେକ୍ ଡରି ଗାଲାଇ ଜେ ସେମନ୍ ଉମ୍ତାଡିଅଇ ଅଦ୍ରିଗାଲାଇ ।
When the disciples heard it, they fell on their face and were very afraid.
7 ୭ ଜିସୁ ସେମନର୍ ଲଗେ ଆସି ସେମନ୍କେ ଚିଇ କରି କଇଲା, “ଉଟା, ଡରା ନାଇ ।”
Then Jesus came and touched them and said, “Get up and do not be afraid.”
8 ୮ ସେଟାର୍ ପାଇ ସେମନ୍ ଉପ୍ରେ ଦେକ୍ଲାଇଜେ ଜିସୁକେ ଚାଡି ଆରି କେ ଡିସତ୍ ନାଇ ।
Then they looked up but saw no one except Jesus only.
9 ୯ ସେମନ୍ ଡଙ୍ଗ୍ରେଅନି ଉତ୍ରି ଆଇଲା ବେଲେ ଜିସୁ ସେମନ୍କେ ଆଦେସ୍ ଦେଇ କଇଲା, “ନର୍ପିଲା ମୁଇ ମଲାଟାନେଅନି ଆରିତରେକ୍ ନ ଉଟ୍ବା ଜାକ ଏ ଦେକ୍ଲା କାତା ତମେ କାକେ କୁଆ ନାଇ ।”
As they were coming down the mountain, Jesus commanded them, saying, “Report this vision to no one until the Son of Man has risen from the dead.”
10 ୧୦ ସିସ୍ମନ୍ ତାକେ ପାଚାର୍ଲାଇ “ଆମର୍ ଦରମ୍ ଗୁରୁମନ୍ ଏଲିୟ ପର୍ତୁମ୍ ଆଇସି ବଲି କାଇକେ କଇଲାଇ ଆଚତ୍?”
His disciples asked him, saying, “Why then do the scribes say that Elijah must come first?”
11 ୧୧ ଜିସୁ କଇଲା, “ଉଁ ଏଲିୟ ପର୍ତୁମ୍ ଆସିକରି ସବୁ ବିସଇ ତିଆର୍ କରି ରଇବା କାତା ।
Jesus answered and said, “Elijah will indeed come and restore all things.
12 ୧୨ ମାତର୍ ମୁଇ ତମ୍କେ କଇଲିନି, ଏଲିୟ ତା ଆସି ସାର୍ଲା ଆଚେ ଆରି ଲକ୍ମନ୍ ତାକେ ନ ଚିନି ଜନ୍ଟା ମନ୍ କଲା ସେଟା ତାକେ କଲାଇ ଆଚତ୍ । ସେନ୍ତାରିସେ ନର୍ପିଲା ମକେ ମିସା ସେମନ୍ ସେନ୍ତି କାରାପ୍ ଚଲାଚଲ୍ତି କର୍ବାଇ ।”
But I tell you, Elijah has already come, but they did not recognize him. Instead, they did whatever they wanted to him. In the same way, the Son of Man will also suffer at their hands.”
13 ୧୩ ସେଡ୍କି ବେଲେ ସେମନ୍ ବୁଜି ପାର୍ଲାଇ ଜେ, ଜିସୁ ଡୁବନ୍ ଦେଉ ଜଅନର୍ ବିସଇ କଇଲାନି ବଲି ।
Then the disciples understood that he was speaking to them about John the Baptist.
14 ୧୪ ଜିସୁ ଆରି ତାର୍ ସିସ୍ମନ୍ ଲକ୍ ଗଉଲି ବିତ୍ରେ ବାଉଡି ଆଇଲା ପଚେ, ଗଟେକ୍ ଲକ୍ ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା,
When they had come to the crowd, a man came to him, knelt before him, and said,
15 ୧୫ “ମାପ୍ରୁ, ମର୍ ପିଲାକେ ଦୟା କରା । ମୁର୍ଚା ବେମାର୍ ଲାଗି କସ୍ଟ ପାଇଲାନି । ସେ ବେସି ତର୍ ଜଇତେଇ ଆରି ପାନିତେଇ ଅଦ୍ରି ଦେଲାନି ।
“Lord, have mercy on my son, for he is epileptic and suffers severely. For he often falls into the fire or the water.
16 ୧୬ ତାକେ ମୁଇ ତମର୍ ସିସ୍ମନର୍ ଲଗେ ଆନି ରଇଲି, ମାତର୍ ସେମନ୍ ନିକ କରି ନାପାର୍ଲାଇ ।”
I brought him to your disciples, but they could not cure him.”
17 ୧୭ ଜିସୁ କଇଲା, “ତମର୍ କେଡେ ଡାଟ୍ ନ ରଇବା ବିସ୍ବାସ୍ ଆରି ବୁଲ୍! ତମର୍ ସଙ୍ଗ୍ ଆରି ମୁଇ କେତେ ଦିନ୍ ରଇବି? ଆରି କେତେ ଦିନ୍ ତମର୍ ଚଲାଚଲ୍ତିଟା ସୁନି ସୁନି ତୁମ୍ପୁଡି ରଇବି? ସେ ପିଲାକେ ମର୍ ଲଗେ ଆନା ।”
Jesus answered and said, “Unbelieving and corrupt generation, how long will I have to stay with you? How long must I bear with you? Bring him here to me.”
18 ୧୮ ପିଲା ବିତ୍ରେ ରଇଲା କାରାପ୍ ଆତ୍ମାକେ ଜିସୁ ଦମ୍କାଇଲା । କାରାପ୍ ଆତ୍ମା ଚାଡି ଉଟିଗାଲା ଆରି ସେ ଦାପ୍ରେସେ ପିଲା ନିକ ଅଇଗାଲା ।
Jesus rebuked the demon, and it came out of him, and the boy was healed from that hour.
19 ୧୯ ତାର୍ ପଚେ ସିସ୍ମନ୍ ଜିସୁ ଏକ୍ଲା ରଇଲା ବେଲେ ଆସି ତାକେ ପାଚାର୍ଲାଇ, “ଆମେ କାଇକେ ସେ କାରାପ୍ ଆତ୍ମାକେ କେଦି ନାପାର୍ଲୁ?”
Then the disciples came to Jesus privately and said, “Why could we not cast it out?”
20 ୨୦ ଜିସୁ ସେମନ୍କେ କଇଲା, “ତମର୍ ବିସ୍ବାସ୍ ବେସି ଦୁର୍ବଲ୍ । ମୁଇ ତମ୍କେ ସତ୍ କଇଲିନି, ଜଦି ଗଟେକ୍ ସର୍ସୁ ମୁଞ୍ଜି ଏତ୍କି ତମର୍ ବିସ୍ବାସ୍ ରଇଲେ, ଏ ଡଙ୍ଗର୍, ଇତିଅନି ତେଇ ଗୁଚି ଜିବାକେ କଇଲେ, ସେଟା ଗୁଚି ଜାଇସି । ବିସ୍ବାସର୍ ଲାଗି ତମେ ସବୁ ବିସଇ କରିପାରାସ୍ ।”
Jesus said to them, “Because of your small faith. For I truly say to you, if you have faith even as small as a grain of mustard seed, you can say to this mountain, 'Move from here to there,' and it will move, and nothing will be impossible for you.
21 ୨୧ ମାତର୍ ଉପାସ୍ ରଇକରି ପାର୍ତନା ନ କଲେ, କାଇ ବିନ୍ ଉପାଇ ନେଇ ମିସା ଏନ୍ତାରି ଡୁମା ବାରଇ ନ ଜାଏ ।
22 ୨୨ ସିସ୍ମନ୍ ଗାଲିଲିତେଇ ରୁଣ୍ଡ୍ଲା ପଚେ ଜିସୁ ସେମନ୍କେ କଇଲା, “ନର୍ପିଲା ମୁଇ ଲକ୍ମନ୍କେ ସର୍ପି ଅଇବାର୍ ଗାଲିନି ।
While they stayed in Galilee, Jesus said to his disciples, “The Son of Man will be delivered into the hands of people,
23 ୨୩ ତେଇ ସେମନ୍ ମକେ ମରାଇବାଇ, ମାତର୍ ତିନ୍ ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।” ଜିସୁର୍ କାତା ସୁନି ସିସ୍ମନ୍ ବେସି ଦୁକ୍ ଅଇଗାଲାଇ ।
and they will kill him, and the third day he will be raised up.” The disciples became very upset.
24 ୨୪ ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ କେଟ୍ଲା ପଚେ ମନ୍ଦିର୍ ପାଇ ସିସ୍ତୁମାଙ୍ଗୁମନ୍ ପିତର୍କେ ପାଚାର୍ଲାଇ, “ତମର୍ ଗୁରୁ ମନ୍ଦିରର୍ ପାଇ ସିସ୍ତୁ ଦେଇସି କି ନାଇ?”
When they had come to Capernaum, the men who collected the half-shekel tax came to Peter and said, “Does not your teacher pay the half-shekel tax?”
25 ୨୫ ପିତର୍ କଇଲା, “ଦେଇସି ।” ପିତର୍ ଗର୍ ବିତ୍ରେ ପୁରୁପୁରୁ ଜିସୁ ତାକେ ପାଚାର୍ଲା, “ସିମନ୍, ତମେ କାଇଟା ବାବ୍ଲାସ୍ନି? ଏ ଜଗତର୍ ରାଜାମନ୍ କାର୍ଟାନେଅନି ସିସ୍ତୁ ନେବାଇ? ତାକର୍ ନିଜର୍ ଦେସର୍ ଲକ୍ମନର୍ଟାନେଅନି କି ବିନ୍ ଦେସର୍ ଲକ୍ମନର୍ଟାନେଅନି?”
He said, “Yes.” When Peter came into the house, Jesus spoke to him first and said, “What do you think, Simon? From whom do the kings of the earth collect tolls or taxes? From their sons or from others?”
26 ୨୬ ପିତର୍ କଇଲା, “ବିନ୍ ଦେସର୍ ଲକ୍ମନର୍ତେଇଅନି ।” ଜିସୁ କଇଲା, “ସେନ୍ତି ବଇଲେ ରାଇଜର୍ ଲକ୍ମନ୍ ସିସ୍ତୁ ନ ଦେଅତ୍?
When he said, “From others,” Jesus said to him, “Then the sons are free.”
27 ୨୭ ମାତର୍ ଆମେ ଏବେ ସେମନ୍କେ ଇନ୍ କର୍ବାକେ ମନ୍ କରୁ ନାଇ । ତୁଇ ଗାଡେ ଜାଇ ବଡ୍ସି ପାକାଆ ଆରି ଜନ୍ ମାଚ୍ ପର୍ତୁମ୍ ଲାଗ୍ସି, ତାର୍ ଟଣ୍ଡେଅନି ଗଟେକ୍ ଅଦ୍ଲି ମିଲାଇସୁ । ସେଟା ନେଇ ମର୍ ପାଇ ଆରି ତମର୍ ପାଇ ମନ୍ଦିରର୍ ସିସ୍ତୁମାଙ୍ଗୁମନ୍କେ ଦେଇଦେସ୍ ।”
But so that we do not cause the tax collectors to sin, go to the sea, throw in a hook, and draw in the fish that comes up first. When you have opened its mouth, you will find a shekel. Take it and give it to the tax collectors for me and you.”