< ମାତିଉ 19 >
1 ୧ ଜିସୁ ଏ ସବୁ କଇସାର୍ଲା ପଚେ ଗାଲିଲି ଚାଡିକରି ଜର୍ଦନ୍ ଗାଡ୍ ସେପାଟେ ରଇଲା ଜିଉଦା ଜାଗାଇ କେଟ୍ଲା ।
अपना कथन समाप्त करने के बाद येशु गलील प्रदेश से निकलकर यहूदिया प्रदेश के उस क्षेत्र में आ गए, जो यरदन नदी के पार है.
2 ୨ ବେସି ଲକ୍ମନ୍ ତାର୍ ସଙ୍ଗ୍ ଗାଲାଇ ଆରି ସେ କେତେକ୍ କେତେକ୍ ରଗିମନ୍କେ ନିକ କଲା ।
वहां एक बड़ी भीड़ उनके पीछे हो ली और येशु ने रोगियों को स्वस्थ किया.
3 ୩ କେତେଟା ପାରୁସିମନ୍ ଜିସୁକେ ବୁଲ୍ ଦାର୍ବାକେ ଚେସ୍ଟା କଲାଇ । ସେମନ୍ ତାର୍ ଲଗେ ଆସି ପାଚାର୍ଲାଇ, “ମସାର୍ ରିତିନିତି ଇସାବେ ଗଟେକ୍ ଲକ୍ କାଇଆଲେ ବୁଲର୍ ପାଇ ବଲି ତାର୍ ମାଇଜିକେ ଚାଡି ଦେଇ ପାରେ କି?”
कुछ फ़रीसी येशु को परखने के उद्देश्य से उनके पास आए तथा उनसे प्रश्न किया, “क्या पत्नी से तलाक के लिए पति द्वारा प्रस्तुत कोई भी कारण वैध कहा जा सकता है?”
4 ୪ ଜିସୁ କଇଲା, “ସାସ୍ତରେ ପଡାସ୍ ନାଇ କି? ଆଦିପୁର୍ବେ ପର୍ମେସର୍ ନର୍ ଲକ୍କେ ମୁନୁସ୍ ଆରି ମାଇଜି କରି ତିଆର୍ କଲା ।
येशु ने उन्हें उत्तर दिया, “क्या तुमने पढ़ा नहीं कि वह, जिन्होंने उनकी सृष्टि की, उन्होंने प्रारंभ ही से उन्हें नर और नारी बनाया
5 ୫ ସେଡେବେଲେ ମାପ୍ରୁ କଇରଇଲା, ଏଟାର୍ ପାଇ ବଲି ମୁନୁସ୍, ତାର୍ ଆୟା ବାବାର୍ତେଇ ଅନି ବିନେ ଅଇସି ଆରି ସେମନ୍ ଦୁଇ ଲକ୍ ଗଟେକ୍ ଅଇବାଇ ।
और कहा, ‘इस कारण पुरुष अपने माता-पिता को छोड़कर अपनी पत्नी से मिला रहेगा तथा वे दोनों एक देह होंगे.’
6 ୬ ଆରି ସେମନ୍ ଅଲ୍ଗା ନ ଅଅତ୍, ମିସି ରଇବାଇ । ସେମନ୍ ଦୁଇଲକ୍ ଇସାବେ ନ ରଅତ୍ । ଜନ୍ ଲକ୍ମନ୍କେ ପର୍ମେସର୍ ଜଡିଆଚେ, ଲକ୍ମନ୍ ସେମନ୍କେ ବେଗ୍ଲାଇବାଟା ଟିକ୍ନାଇ ।”
परिणामस्वरूप अब वे दो नहीं परंतु एक शरीर हैं. इसलिये जिन्हें स्वयं परमेश्वर ने जोड़ा है, उन्हें कोई मनुष्य अलग न करे.”
7 ୭ ପାରୁସିମନ୍ ଆରି ପାଚାର୍ଲାଇ, “ସେନ୍ତାର୍ ଆଲେ ମାଇଜିକେ ରାଜିନାମା ପତର୍ ଲେକି ଚାଡି ଦେବାକେ ମସା କାଇକେ ନିୟମ୍ କଲାଆଚେ?”
यह सुन उन्होंने येशु से पूछा, “तो फिर मोशेह की व्यवस्था में यह प्रबंध क्यों है कि तलाक पत्र देकर पत्नी को छोड़ दिया जाए?”
8 ୮ ଜିସୁ କଇଲା, “ତମର୍ ମନ୍ବିତ୍ରର୍ ବୁଜ୍ବା ବପୁ ଦୁର୍ବଲ୍ ରଇଲାଟା ଦେକି ମସା ତମର୍ ମାଇଜିମନ୍କେ ଚାଡ୍ବାକେ ରାଜି ଅଇଲା । ମାତର୍ ଆଦିପୁର୍ବେ ତିଆର୍ ଅଇଲା ବେଲେ ଏନ୍ତାରି ନିୟମ୍ ନ ରଇଲା ।
येशु ने उन पर यह सच स्पष्ट किया, “तुम्हारे हृदय की कठोरता के कारण ही मोशेह ने तुम्हारे लिए तुम्हारी पत्नी से तलाक की अनुमति दी थी. प्रारंभ ही से यह प्रबंध नहीं था.
9 ୯ ମାତର୍ ମୁଇ ତମ୍କେ କଇଲିନି, କେ ମିସା ତାର୍ ମାଇଜିକେ ବେସିଆ କାମ୍ ଅପ୍ରାଦ୍କେ ଚାଡି, ବିନ୍ କାଇଆଲେ କାମର୍ ପାଇ ଚାଡାମେଲା କରି, ବିନ୍ ମାଇଜିକେ ସଙ୍ଗଇଲେ, ସେ ସେ ନିଜେ ଦାରିଆ ଅଇସି ।”
तुमसे मेरा कहना है कि जो कोई व्यभिचार के अतिरिक्त किसी अन्य कारण से अपनी पत्नी से तलाक कर लेता है और अन्य स्त्री से विवाह करता है, वह व्यभिचार करता है.”
10 ୧୦ ଜିସୁର୍ ସିସ୍ମନ୍ କଇଲାଇ, “ଜଦି ମାଇଜି ମୁନୁସର୍ ବିତ୍ରେ ଏନ୍ତାରି ଆଚେ ବଇଲେ, ବିବା ନ ଅଇବାଟା ନିକ ।”
शिष्यों ने येशु से कहा, “यदि पति-पत्नी का संबंध ऐसा है तब तो उत्तम यही होगा कि विवाह किया ही न जाए.”
11 ୧୧ ଜିସୁ କଇଲା, “ଏ ସିକିଆ ସବୁ ଲକ୍ ନ ମାନତ୍ । ପର୍ମେସର୍ ଟାନେଅନି ଜନ୍ଲକ୍ମନ୍କେ ଏଟା ଦିଆଅଇଆଚେ ସେମନ୍ସେ ଏଟା ମାନ୍ବାଇ ।
येशु ने इसके उत्तर में कहा, “यह स्थिति सब पुरुषों के लिए स्वीकार नहीं हो सकती—अतिरिक्त उनके, जिन्हें परमेश्वर ने ऐसा बनाया है,
12 ୧୨ ବିନ୍ ବିନ୍ କାମର୍ପାଇ ଲକ୍ମନ୍ ବିବା ନ ଅଇ ରଇଜିବାଇ । କେତେ ଲକ୍ ଜନମେ ଅନି ବେଜୁ ଅଇ ବିବାଅଇ ନାପାରତ୍ । କେତେ ଲକ୍କେ ମୁନୁସ୍ମନ୍ ସେନ୍ତାରି କରି ଆଚତ୍, ଆରି କେତେ ଲକ୍ ସରଗ୍ ରାଇଜର୍ ପାଇ କାମ୍ କର୍ବାକେ ବିବା ନ ଅଇକରି ଆଚତ୍ । ଜନ୍ ଲକ୍ମନ୍ ଏ ସିକିଆର୍ ଅରତ୍ ବୁଜିପାର୍ଲାଇନି, ସେମନ୍ ସେଟା ମାନତ୍ ।”
कुछ नपुंसक हैं, जो माता के गर्भ से ही ऐसे जन्मे हैं; कुछ हैं, जिन्हें मनुष्यों ने ऐसा बना दिया है तथा कुछ ने स्वर्ग-राज्य के लिए स्वयं को ऐसा बना लिया है. जो इसे समझ सकता है, समझ ले.”
13 ୧୩ କେତେ ଲକ୍ ପିଲାମନର୍ ଉପ୍ରେ ଆତ୍ ସଙ୍ଗଇ ପାର୍ତନା କର୍ବାକେ, ସେମନ୍କେ ଜିସୁର୍ ଲଗେ ଆନ୍ଲାଇ । ମାତର୍ ସିସ୍ମନ୍ ସେମନ୍କେ ଦମ୍କାଇଲାଇ ।
कुछ लोग बालकों को येशु के पास लाए कि येशु उन पर हाथ रखकर उनके लिए प्रार्थना करें, मगर शिष्यों ने उन लोगों को डांटा.
14 ୧୪ ମାତର୍ ଜିସୁ କଇଲା, “ସାନ୍ ପିଲାମନ୍କେ ମର୍ ଲଗେ ଆଇବାକେ ବାଟ୍ ଦିଆସ୍ । ସେମନ୍କେ ମନା କରା ନାଇ । କାଇକେ ବଇଲେ ଏମନ୍ ଆକା ସରଗ୍ ରାଇଜେ ରଇବା ଲକ୍ ।”
यह सुन येशु ने उनसे कहा, “बालकों को यहां आने दो, उन्हें मेरे पास आने से मत रोको क्योंकि स्वर्ग-राज्य ऐसों का ही है.”
15 ୧୫ ଜିସୁ ପିଲାମନର୍ ଉପ୍ରେ ଆତ୍ ସଙ୍ଗଇ ଆସିର୍ବାଦ୍ କଲା । ପଚେ ସେ ତେଇଅନି ଉଟିଗାଲା ।
यह कहते हुए येशु ने बालकों पर हाथ रखा, इसके बाद येशु वहां से आगे चले गए.
16 ୧୬ ଦିନେକ୍ ଗଟେକ୍ ସାଉକାର୍ ପିଲା ଜିସୁର୍ ଲଗେ ଆସି ପାଚାର୍ଲା, “କାଇ ନିକ କାମ୍କଲେ, ନ ସାର୍ବା ଜିବନ୍ ମିଲ୍ସି?” (aiōnios )
एक व्यक्ति ने आकर येशु से प्रश्न किया, “गुरुवर, अनंत काल का जीवन प्राप्त करने के लिए मैं कौन सा अच्छा काम करूं?” येशु ने उसे उत्तर दिया. (aiōnios )
17 ୧୭ ଜିସୁ ତାକେ କଇଲା, “ନିକ କାମ୍ ବିସଇ ନେଇକରି ମକେ କାଇକେ ପାଚାର୍ଲୁସ୍ନି? ପର୍ମେସର୍ସେ ସତ୍ । ତାର୍ ଆଦେସ୍ ମାନ୍ଲେ, ନ ସାର୍ବା ଜିବନ୍ ମିଲାଇସୁ ।”
“तुम मुझसे क्यों पूछते हो कि अच्छा क्या है? उत्तम तो मात्र एक ही हैं. परंतु यदि तुम जीवन में प्रवेश की कामना करते ही हो तो आदेशों का पालन करो.”
18 ୧୮ ସେ ପାଚାର୍ଲା, “କାଇ କାଇ ଆଦେସ୍?” ଜିସୁ କଇଲା, “ନର୍ ଲକ୍ମନ୍କେ ମରାଇବାର୍ ନାଇ, ବେସିଆ କାମ୍ କର୍ବାର୍ ନାଇ, ଚରାଇବାର୍ ନାଇ, କାର୍ ବିରୁଦେ ମିଚ୍ ସାକି ଦେବାର୍ ନାଇ ।
“कौन से?” उसने येशु से प्रश्न किया. उन्होंने उसे उत्तर दिया, “हत्या मत करो; व्यभिचार मत करो; चोरी मत करो; झूठी गवाही मत दो;
19 ୧୯ ଆୟା ବାବାର୍ ସେବା କରା ଆରି ତମର୍ ପଡିସାର୍ ଲକ୍ମନ୍କେ ନିଜର୍ ପାରା ଆଲାଦ୍ କରା ।”
अपने माता-पिता का सम्मान करो तथा तुम अपने पड़ोसी से वैसे ही प्रेम करो जैसे तुम स्वयं से करते हो.”
20 ୨୦ ସେ ବେଣ୍ଡିଆ କଇଲା, “ମୁଇ ଏ ସବୁ ଆଦେସ୍ ମାନି ଆଇଲିନି । ଆରି କାଇଟା କର୍ବାର୍ ଆଚେ?”
उस युवक ने येशु को उत्तर दिया, “मैं तो इनका पालन करता रहा हूं; फिर अब भी क्या कमी है मुझमें?”
21 ୨୧ ଜିସୁ ତାକେ କଇଲା, “ତୁଇ ଜଦି ସିଦ୍ ଅଇବାକେ ମନ୍ କଲୁସ୍ନି ବଇଲେ, ଜାଆ ତର୍ଟାନେ ରଇବା ସବୁଜାକ ବିକି ଦେଇ, ସେ ଡାବୁ ଗରିବ୍ ଲକ୍ମନ୍କେ ଦାନ୍ କରିଦେସ୍ । ଏଟା ସବୁ କରି ସାରାଇ ମର୍ ସଙ୍ଗ୍ ଆଉ । ସେନ୍ତାର୍ କଲେ ତକେ ସର୍ଗେ ଦନ୍ ମିଲ୍ସି ।”
येशु ने उसे उत्तर दिया, “यदि तुम सिद्ध बनना चाहते हो तो अपनी संपत्ति को बेचकर उस राशि को निर्धनों में बांट दो और आओ, मेरे पीछे हो लो—धन तुम्हें स्वर्ग में प्राप्त होगा.”
22 ୨୨ ଏଟା ସୁନି କରି ସେ ବେଣ୍ଡିଆ ମୁ ଉତ୍ରାଇଦେଇ ତେଇଅନି ଉଟିଗାଲା । କାଇକେ ବଇଲେ ସେ ଲକ୍ ବେସି ସାଉକାର୍ ରଇଲା ।
यह सुनकर वह युवक दुःखी हो लौट गया क्योंकि वह बहुत धन का स्वामी था.
23 ୨୩ ଜିସୁ ସିସ୍ମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ସାଉକାର୍ ଲକ୍ମନ୍ ସରଗ୍ ରାଇଜେ ସଲ୍କେ କେଟ୍ବାଟା ବଡେ ଆବଡ୍ ।
अपने शिष्यों से उन्मुख हो येशु ने कहा, “मैं तुम पर एक सच प्रकट कर रहा हूं; किसी धनी व्यक्ति का स्वर्ग-राज्य में प्रवेश कठिन है.
24 ୨୪ ଆରି ତରେକ୍ କଇଲିନି, ଗଟେକ୍ ବଡ୍ଟା ପସୁ ଜେନ୍ତି ସୁଜି କାଣାବାଟେ ଚିଙ୍ଗ୍ଲି ଜିବାକେ ଆବଡ୍, ସାଉକାର୍ ଲକ୍ ସରଗ୍ ରାଇଜେ କେଟ୍ବାଟା ଅଦିକ୍ ଆବଡ୍ ।”
वास्तव में परमेश्वर के राज्य में एक धनी के प्रवेश करने से एक ऊंट का सुई के छेद में से पार हो जाना सहज है.”
25 ୨୫ ସିସ୍ମନ୍ ଏ କାତା ସୁନି କାବାଅଇଜାଇ ପାଚାର୍ଲାଇ, “ଏନ୍ତି ବଇଲେ କେ ତେବେ ମୁକ୍ତି ପାଇପାର୍ସି?”
यह सुनकर शिष्य चकित हो येशु से पूछने लगे, “तो उद्धार कौन पाएगा?”
26 ୨୬ ଜିସୁ ସେମନର୍ ବାଟେ ଦିରେକରି ଦେକି କଇଲା, “ମୁନୁସ୍ମନର୍ଟାନେ ଏଟା ଅଇନାପାରେ, ମାତର୍ ପର୍ମେସରର୍ ଟାନେ ସବୁଟା ଅଇପାର୍ସି ।”
येशु ने उनकी ओर एकटक देखते हुए उन्हें उत्तर दिया, “मनुष्य के लिए तो यह असंभव है किंतु परमेश्वर के लिए सब कुछ संभव है.”
27 ୨୭ ଏ କାତା ସୁନି ପିତର୍ କଇଲା, “ଦେକା, ଆମେ ସବୁଜାକ ଚାଡିକରି ତମର୍ ସଙ୍ଗ୍ ଆସିଆଚୁ । ତେବେ ଆମ୍କେ କାଇଟା ମିଲ୍ସି?”
इस पर पेतरॉस येशु से बोले, “देखिए, हम तो सब कुछ त्याग कर आपके पीछे हो लिए हैं. हमारा पुरस्कार क्या होगा?”
28 ୨୮ ଜିସୁ ସେମନ୍କେ କଇଲା, “ଏ କାତା ସତ୍ ବଲି ଜାନ୍ସା, ଜେଡେବେଲେ ନୁଆ ଜୁଗେ ନର୍ପିଲା ମୁଇ ମର୍ ଡାକ୍ପୁଟା ଅଇବା ବସ୍ବାଟାନେ ବସ୍ବି । ମର୍ ବାର୍ଟା ସିସ୍, ତମେ ମିସା, ବାର୍ଟା ବସ୍ବାଟାନେ ବସି ଇସ୍ରାଏଲର୍ ବାର୍ଟା କୁଟୁମ୍କେ ସାସନ୍ କର୍ସା ।
येशु ने सभी शिष्यों को संबोधित करते हुए कहा, “यह सच है कि उस समय, जब मनुष्य का पुत्र नये युग में अपने वैभवशाली सिंहासन पर विराजमान होगा, तुम भी, जो मेरे चेले बन गए हो, इस्राएल के बारह गोत्रों का न्याय करते हुए बारह सिंहासनों पर विराजमान होगे.
29 ୨୯ ଜନ୍ ଲକ୍ମନ୍ ମର୍ଲାଗି ନିଜର୍ ଗର୍, ବାଇ ବଇନି, ଆୟା ବାବା, ପିଲାଟକି ଆରି ଜମିବାଡି ଚାଡି ଆଚତ୍, ସେମନ୍ ତାର୍ ସଏ ଗୁନ୍ ଆସିର୍ବାଦ୍ ପାଇବାଇ, ଆରି ନ ସାର୍ବା ଜିବନ୍ ମିସା ପାଇବାଇ । (aiōnios )
हर एक, जिसने मेरे लिए घर, भाई-बहन, माता-पिता, संतान या खेतों का त्याग किया है, इनसे कई गुणा प्राप्त करेगा और वह अनंत काल के जीवन का वारिस होगा (aiōnios )
30 ୩୦ ଏବେ ଜନ୍ ଲକ୍ମନ୍ ଆଗ୍ତୁ ଆଚତ୍, ସେମନର୍ ବିତ୍ରେଅନି ବେସି ଲକ୍ ପଚେ ଅଇଜିବାଇ । ଆରି ଜନ୍ ଲକ୍ମନ୍ ପଚେ ଆଚତ୍, ସେମନର୍ ବିତ୍ରେ ଅନି ବେସି ଲକ୍ ଆଗ୍ତୁ ଅଇଜିବାଇ ।”
किंतु अनेक, जो पहले हैं, वे अंतिम होंगे तथा जो अंतिम हैं, वे पहले.