< ମାତିଉ 2 >
1 ୧ ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ,
Now when Jesus was born in Bethlehem of Judea, in the days of king Herod, behold, there came certain wise men from the east to Jerusalem,
2 ୨ “ଜନ୍ ପିଲା ଜିଉଦିମନର୍ ରାଜା ଅଇବାକେ ଜନମ୍ ଅଇଲାଆଚେ, ସେ କନ୍ତି ଆଚେ? କାଇକେବଇଲେ ଆମେ ପୁରୁବ୍ ଦେସେ ତାର୍ ତାରା ଦେକି ତାକେ ପୁଜା କର୍ବାର୍ ଆସିଆଚୁ ।”
saying, Where is the king of the Jews that is born here? for we have seen his star in the east and are come to worship Him.
3 ୩ ପଣ୍ଡିତ୍ମନର୍ କାତା ସୁନି ଏରଦ୍ ରାଜା ଆରି ତାର୍ ସଙ୍ଗ୍ ରଇବା ଜିରୁସାଲାମର୍ ଲକ୍ମନ୍ ସବୁ କିଲ୍ବିଲ୍ ଅଇଗାଲାଇ ।
And when Herod the king heard it, he was troubled, and all Jerusalem with him:
4 ୪ ଆରି ଏରଦ୍ ସବୁ ମୁକିଅ ପୁଜାରିମନ୍କେ ଆରି ସାସ୍ତର୍ ସିକାଉମନ୍କେ ଡାକାଇ କରି, “ମସିଅ ଜେ କି କିରିସ୍ଟ କନ୍ ଜାଗାଇ ଜନମ୍ ଅଇଆଚେ?” ସେଟା ସେମନର୍ତେଇ ଅନି ବୁଜ୍ବାକେ ଚେସ୍ଟା କଲା ।
and having summoned together all the chief priests and scribes of the people, he enquired of them where the Messiah was to be born: and they told him, at Bethlehem in Judea;
5 ୫ ପଣ୍ଡିତ୍ମନ୍ ଏରଦ୍ ରାଜାକେ କଇଲାଇ, ଜିଉଦା ରାଇଜର୍ ବେତ୍ଲିଇମ୍ ଗଡେ, ଜନ୍ଟାକି ଗଟେକ୍ ବବିସତ୍ବକ୍ତା ଏନ୍ତାରି ଲେକିଆଚେ ।
for thus it is written by the prophet,
6 ୬ ଏ ଜିଉଦା ଦେସର୍ ବେତ୍ଲିଇମ୍, ତୁଇ ଜିଉଦା ରାଇଜର୍ ମୁକିଅ ଗଡ୍ମନର୍ତେଇ ଅନି ସାନ୍ ନଉଁସ୍, କାଇକେବଇଲେ ମର୍ ଇସ୍ରାଏଲର୍ ଲକ୍ମନ୍କେ ବାଟ୍ ଦେକାଇସି, ଏନ୍ତାରି ଗଟେକ୍ ସାସନ୍କାରିଆ ତର୍ତେଇଅନି ଉବଜ୍ସି ।
"And thou Bethlehem in the land of Juda art not the meanest among the cities of the princes of Juda; for out of thee shall come forth a ruler, that shall feed my people Israel."
7 ୭ ଏଟା ସୁନି କରି ଏରଦ୍ ରାଜା ସେ ପଣ୍ଡିତ୍ମନ୍କେ ଲୁଚ୍ତେ ଡାକାଇ, ତାରା କନ୍ ବେଲାଇ ଉଦିରଇଲା, ସେମନର୍ତେଇ ଅନି ଟିକ୍ ସଙ୍ଗ୍ ବୁଜିନେଲା ।
Then Herod called the wise men to him privately, and inquired of them exactly the time of the star's appearing:
8 ୮ ତାର୍ପଚେ ସେମନ୍କେ କଇ ପାଟାଇଲା, “ତମେ ଜାଆ ଆରି ବେତ୍ଲିଇମେ ସେ ପିଲାକେ ନିମାନ୍ କରି କଜିଦେକା, ଆରି ପିଲା ମିଲ୍ଲେସରି ମକେ ଜାନାଆ ମୁଇ ମିସା ଜାଇ ତାକେ ଦର୍ସନ୍ କର୍ବି ।”
and sending them to Bethlehem, he said, Go and make diligent search for the child, and when ye have found Him, let me know, that I also may come and worship Him.
9 ୯ ପଣ୍ଡିତ୍ମନ୍ ରାଜାର୍ କାତା ସୁନି ସେ ଜାଗାଇଅନି ବାରିଗାଲାଇ । ଗାଲାବେଲେ ଏଦେ ଦେକା! ସେମନ୍ ପୁରୁବ୍ ଦେସେ ଜନ୍ ତାରା ଦେକି ରଇଲାଇ, ସେ ତାରା ଆରି ତରେକ୍ ଡିସ୍ଲା ।
When they had heard the king, they went: and lo, the star, which they saw in the east, went on before them, till it came and stood over the place where the child was.
10 ୧୦ ସେମନ୍ ତାରା ଦେକି ବେସି ସାର୍ଦା ଅଇଗାଲାଇ । ତାରା ସେମନର୍ ଆଗେ ଜାଇକରି ଜିସୁ ରଇଲା ଜାଗାର୍ ଉପ୍ରେ ଅଟ୍କିଗାଲା ।
And when they saw the star, they rejoiced with exceeding great joy;
11 ୧୧ ପଣ୍ଡିତ୍ମନ୍ ସେ ଗର୍ ବିତ୍ରେ ପୁରି ପିଲାକେ ତାର୍ ମା ମରିୟମ୍ ସଙ୍ଗ୍ ରଇଲାଟା ଦେକି, ତାକେ ମାଣ୍ଡିକୁଟା ଦେଇ ଜୁଆର୍ କଲାଇ, ଆରି ଆନିରଇବା ସୁନା, କୁନ୍ଦୁୁରୁ ଆରି ଗନ୍ଦ୍ରସ୍ ବେଟି, ପିଲାକେ ଦେଲାଇ ।
and coming into the house, they found the child with Mary his mother, and they fell down and worshipped Him: and when they had opened their treasures, they brought Him presents, of gold, frankincense, and myrrh.
12 ୧୨ ପଚେ ସେମନ୍ ଏରଦର୍ ଲଗେ ଆରିତରେକ୍ ନ ଜାଇକରି ବିନ୍ ବାଟେ ନିଜର୍ ଦେସେ ବାଉଡି ଗାଲାଇ । କାଇକେବଇଲେ ଏରଦର୍ ଟାନେ ଆରିତରେକ୍ ବାଉଡି ନ ଜିବାକେ ପର୍ମେସର୍ ସେମନ୍କେ ସପ୍ନେ ଆଦେସ୍ ଦେଇରଇଲା ।
And being warned of God in a dream not to return to Herod, they went back into their own country another way.
13 ୧୩ ପଣ୍ଡିତ୍ମନ୍ ଗାଲାପଚେ, ପର୍ମେସରର୍ ଗଟେକ୍ ଦୁତ୍ ଜସେପ୍କେ ସପ୍ନେ ଦର୍ସନ୍ ଦେଇ କଇଲା, “ଉଟ୍, ପିଲାକେ ଆରି ତାକର୍ ଆୟାକେ ଦାରି ମିସର୍ ଦେସେ ଦାପ୍ରେ ଉଟିଜା । ଏରଦ୍ ପିଲାକେ ମରାଇବାକେ କଜିବୁଲ୍ସି । ମୁଇ ସେ ଜାଗା ଚାଡା ବଲି ନ କଇବା ଜାକ ତେଇସେ ରୁଆ ।”
And when they were departed, behold an angel of the Lord appeareth to Joseph in a dream, saying, Rise and take the child and his mother, and flee into Egypt, and continue there, untill I tell thee to return: for Herod will seek the child to destroy Him.
14 ୧୪ ଏ କାତା ସୁନି ଜସେପ୍ ସେ ରାତି, ପିଲାକେ ଆରି ତାର୍ ମାକେ ଦାରି ମିସର୍ ଦେସେ ଉଟିଗାଲା ।
And he arose and took the child and his mother by night, and went away into Egypt:
15 ୧୫ ଏରଦ୍ ରାଜା ମର୍ବା ଜାକ ମିସର୍ ଦେସେସେ ରଇଲାଇ, ଜେନ୍ତାର୍ କି ବବିସତ୍ବକ୍ତା କଇରଇଲା ମାପ୍ରୁର୍ ବାକିଅ ସିଦ୍ ଅଇଲା, ମର୍ ପିଲାକେ ମୁଇ ମିସର୍ ଦେସେଅନି ଡାକି ଆନ୍ଲି ।
and stayed there till the death of Herod: that it might be fulfilled which the Lord spake by the prophet, saying, " Out of Egypt have I called my Son."
16 ୧୬ ପୁରୁବ୍ ଦେସେଅନି ଆସିରଇଲା ପଣ୍ଡିତ୍ମନ୍ ତାକେ ନାଡାଇ କରି ଉଟିଗାଲାଇ ଆଚତ୍ ବଲି ଜାନି, ଏରଦ୍ ବେସି ରିସା ଅଇଗାଲା । ବେତ୍ଲିଇମ୍ ଆରି ସେ ଲଗେ ପାକେ ରଇବା ଦୁଇ ବରସ୍ ଅନି ତଲେ ରଇଲା ସବୁ ପିଲାମନ୍କେ ମରାଇବାକେ ଆଦେସ୍ ଦେଲା । ପଣ୍ଡିତ୍ମନର୍ ଟାନେଅନି ତାରା ଡିସ୍ତେ ରଇବା ବେଲା ସେ ଜାନିରଇଲା । ସେ ଇସାବେ ପିଲାମନର୍ ବରସ୍ ଟିକ୍ କରିରଇଲା ।
Then Herod, when he saw that he was baffled by the wise-men, was very much enraged; and he sent and slew all the male-children in Bethlehem, and in all its borders, from two years old and under, according to the time which he had exactly inquired of the wise-men.
17 ୧୭ ଏନ୍ତି ଅଇଲାଜେ ଜିରିମିୟ ବବିସତ୍ବକ୍ତା କଇଲା ଏ ବାକିଅ ପୁରାପୁରୁନ୍ ଅଇଲା । ସେ ଏନ୍ତି କଇରଇଲା,
Then was fulfilled that which was spoken by Jeremias the prophet,
18 ୧୮ ରାମା ନାଉଁର୍ ସଅରେ ମାର୍ଚପ୍ ଅଇ କାନ୍ଦ୍ବାଟା ସୁନି ଅଇଲାନି, ରାଏଲ୍ ତାର୍ ପିଲାମନର୍ ପାଇ କାନ୍ଦ୍ଲାନି । ତାକେ ଜେତେକ୍ ବୁଜାଇଲେ ମିସା ବୁଜେନାଇ । କାଇକେବଇଲେ ତାର୍ ପିଲାମନ୍ ସବୁ ମରିଜାଇରଇଲାଇ ।
saying, In Rama was there a voice heard, lamentation, and weeping, and great mourning, Rachel bewailing her children, and would not be comforted, because they are not.
19 ୧୯ ଏରଦ୍ ମଲାପଚେ, ଏଦେ ଦେକା! ମାପ୍ରୁର୍ ଗଟେକ୍ ଦୁତ୍ ମିସର୍ ଦେସେ ଜସେପ୍କେ ଦର୍ସନ୍ ଦେଇ କଇଲା,
But when Herod was dead, behold, an angel of the Lord appeareth in a dream to Joseph in Egypt,
20 ୨୦ “ଉଟ୍ ଆରି ବାରଇକରି, ଦୁଇ ମାଆ ପିଲାକେ ଇସ୍ରାଏଲ୍ ଦେସେ ଦାରିଜା । କାଇକେବଇଲେ ଜନ୍ ଲକ୍ମନ୍ କି ପିଲାର୍ ଜିବନ୍ ନେବାକେ ଚେସ୍ଟା କର୍ତେରଇଲାଇ, ସେମନ୍ ମରିଗାଲାଇ ଆଚତ୍ ।”
saying, Arise and take the child and his mother, and go into the land of Israel: for they, that sought the child's life, are dead.
21 ୨୧ ଜସେପ୍ ଏ କାତା ସୁନି ଜିସୁ ଆରି ତାର୍ ମାଆ ମରିୟମ୍ ସଙ୍ଗ୍ ବାରଇକରି ଇସ୍ରାଏଲ୍ ଦେସେ ବାଉଡି ଆଇଲାଇ ।
And he arose, and took the child and his mother, and came into the land of Israel:
22 ୨୨ ମାତର୍ ଜସେପ୍, ଏରଦର୍ ପଚେ ତାର୍ ପଅ ଆର୍କିଲାୟ ଜିଉଦା ରାଇଜର୍ ରାଜା ଅଇଆଚେ ବଲି ସୁନିକରି ତେଇ ଜିବାକେ ଡର୍ଲା ।
but when he heard that Archelaus reigned over Judea in the room of Herod his father, he was afraid to go thither; however being warned of God in a dream, he retired into the district of Galilee.
23 ୨୩ ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।”
And he came and dwelt in a city called Nazareth, that it might be fulfilled which was spoken by the prophets, He shall be called a Nazarene.