< ମାତିଉ 20 >
1 ୧ ସରଗ୍ ରାଇଜ୍ କେନ୍ତିଟା, ଏଟାର୍ ପାଇ ଆରି ଗଟେକ୍ କାତା ସୁନା । ଦିନେକ୍ ଗଟେକ୍ ଲକ୍ ସାକାଲ୍ ସାକାଲ୍ ତାର୍ ଅଙ୍ଗୁର୍ ବାଡେ କାମ୍ କରାଇବାକେ କୁଲିଆର୍ମନ୍କେ କଜ୍ବାର୍ ବାରଇଲା ।
“स्वर्ग-राज्य दाख की बारी के उस स्वामी के समान है, जो सबेरे अपने उद्यान के लिए मज़दूर लाने निकला.
2 ୨ ସେ ଜନ୍ ଲକ୍ମନ୍କେ ମିସ୍ଲା, ସେମନ୍କେ ଗଟେକ୍ ଦିନ୍କେ, ଗଟେକ୍ ଲାକା ରୁପାଟାଙ୍ଗା କୁଲି ଦେବାକେ ରାଜି କରି ତାର୍ ବାଡେ ପାଟାଇଲା ।
जब वह मज़दूरों से एक दीनार रोज़ की मज़दूरी पर सहमत हो गया, उसने उन्हें दाख की बारी में काम करने भेज दिया.
3 ୩ ତାର୍ ପଚେ ସାକ୍ଲିଆ ନଅଟା ବେଲେ ଆଟେ ଜାଇ, ଗଟେକ୍ ଦଲର୍ ଲକ୍ କାଇ କାମ୍ ନ କରି ଟିଆଅଇ ରଇଲାଟା ଦେକ୍ଲା ।
“सुबह नौ बजे जब वह दोबारा नगर चौक से जा रहा था, उसने वहां कुछ मज़दूरों को बेकार खड़े पाया.
4 ୪ ସେ ଲକ୍ ସେମନ୍କେ କଇଲା, “ତମେ ମିସା ମର୍ ଅଙ୍ଗୁର୍ ବାଡେ ଜାଇ କାମ୍ କରା, ତମ୍କେ ମିସା ସମାନ୍ ଇସାବେ ବୁତି ଦେବି ।”
उसने उनसे कहा, ‘तुम भी जाकर मेरे दाख की बारी में काम करो. जो कुछ सही होगा, मैं तुम्हें दूंगा.’
5 ୫ ସେମନ୍ ଜାଇ କାମ୍ କର୍ବାର୍ ଦାର୍ଲାଇ । ସେନ୍ତାରିସେ ମୁଣ୍ଡ୍ବେଲାଇ, ଆଡ୍ବେଲାଇ ମିସା ଆରି କେତେଟା କୁଲିଆର୍ମନ୍କେ ଆନି କାମେ ମିସାଇଲା ।
तब वे चले गए. “वह दोबारा बारह बजे और तीन बजे नगर चौक में गया और ऐसा ही किया.
6 ୬ ସଞ୍ଜୁଆ ପାଁଚ୍ଟା ବେଲା ଆରି ତରେକ୍ ଆଟେ ଜାଇ ଆରି କେତେ ଲକ୍ ଚୁଚାଇ ଟିଆଅଇରଇବାଟା ଦେକ୍ଲା । ସେମନ୍କେ ପାଚାର୍ଲା “ଗୁଲାଇ ମୁଇଦାନ୍ କାମ୍ ନ କରି କାଇକେ ଇତି ଉଜେ ଉଜେ ଆଚାସ୍?”
लगभग शाम पांच बजे वह दोबारा वहां गया और कुछ अन्यों को वहां खड़े पाया. उसने उनसे प्रश्न किया, ‘तुम सारे दिन यहां बेकार क्यों खड़े रहे?’
7 ୭ ସେମନ୍ ତାକେ କଇଲାଇ, “ଆମ୍କେ ତା କେ ମିସା କାମେ ମିସାଅତ୍ ନାଇ ।” ସାଉକାର୍ ସେମନ୍କେ କଇଲା “ସେନ୍ତାର୍ଆଲେ ତମେ ସବୁ ଲକ୍ ମର୍ ଅଙ୍ଗୁର୍ ବାଡେ ଜାଇ କାମ୍ କରା ।”
“उन्होंने उसे उत्तर दिया, ‘इसलिये कि किसी ने हमें काम नहीं दिया.’ “उसने उनसे कहा, ‘तुम भी मेरे दाख की बारी में चले जाओ.’
8 ୮ ସେ ଦିନେ ସଞ୍ଜ୍ ଅଇଲାକେ ଅଙ୍ଗୁର୍ ବାଡର୍ ସାଉକାର୍ ଗୁମୁସ୍ତାକେ କଇଲା, “କୁଲିଆର୍ମନ୍କେ ଡାକ୍ । ଜନ୍ ଲକ୍ମନ୍ ସବୁର୍ ପଚେ କାମ୍ ଦାର୍ଲାଇ, ସେମନ୍କେ ଆଗେ ବୁତି ଦେଇଦେସ୍ । ଜନ୍ ଲକ୍ମନ୍ ସବୁର୍ତେଇଅନି ପର୍ତୁମ୍ କାମେ ମିସି ଆଚତ୍, ସେମନ୍କେ ତାକର୍ ବୁତି ସାରାସାରି ପଚେ ଦେସ୍ ।”
“सांझ होने पर दाख की बारी के स्वामी ने प्रबंधक को आज्ञा दी, ‘अंत में आए मज़दूरों से प्रारंभ करते हुए सबसे पहले काम पर लगाए गए मज़दूरों को उनकी मज़दूरी दे दो.’
9 ୯ ଜନ୍ ଲକ୍ମନ୍ ସଞ୍ଜୁଆ ପାଁଚ୍ଟା ବେଲେ କାମେ ମିସି ରଇଲାଇ ସେମନ୍କେ ସବୁ ଲକ୍କେ ଗଟେକ୍ ଗଟେକ୍ ରୁପା ଟାଙ୍ଗା ଦେଲାଇ ।
“उन मज़दूरों को, जो ग्यारहवें घंटे काम पर लगाए गए थे, एक-एक दीनार मिला.
10 ୧୦ ଜନ୍ ଲକ୍ମନ୍ ପର୍ତୁମ୍ କାମ୍ ଆରାମ୍ କରି ରଇଲାଇ, ସେମନ୍କେ ଅଦିକ୍ ବୁତି ମିଲ୍ସି ବଲି ଆସା କଲାଇ । ମାତର୍ ସେମନ୍ ମିସା ଗଟେକ୍ସେ ରୁପା ଟାଙ୍ଗା ମିଲାଇଲାଇ ।
इस प्रकार सबसे पहले आए मज़दूरों ने सोचा कि उन्हें अधिक मज़दूरी प्राप्त होगी किंतु उन्हें भी एक-एक दीनार ही मिला.
11 ୧୧ ସେମନ୍ ସେତ୍କି ନେଇ ମୁର୍ମୁରା ଅଇକରି ସାଉକାରର୍ ବିରୁଦେ କଇଲାଇ,
जब उन्होंने इसे प्राप्त किया तब वे भूस्वामी के खिलाफ बड़बड़ाने लगे,
12 ୧୨ “ସଞ୍ଜୁଆ ପାଁଚ୍ଟା ବେଲେ କାମ୍ ଆରାମ୍ କଲା କୁଲିଆର୍ମନ୍ ଏକାଇ ଗଟେକ୍ ଗଁଟାସେ କାମ୍ କଲାଇ ଆଚତ୍ । ଆମେ ଟାଇ ଟାଇ କାରାଇ, ଦିନ୍ଜାକ କଟ୍ଲୁ, ଏଲେ ମିସା ବୁତି ଦେବା ବେଲେ ଆମ୍କେ ମିସା ସେମନର୍ ସଙ୍ଗ୍ ସମାନ୍ କରିଦେଲାସ୍ ।”
‘अंत में आए इन मज़दूरों ने मात्र एक ही घंटा काम किया है और आपने उन्हें हमारे बराबर ला दिया, जबकि हमने दिन की तेज धूप में कठोर परिश्रम किया.’
13 ୧୩ ସାଉକାର୍ ସେମନର୍ ବିତ୍ରେଅନି ଗଟେକ୍ ଲକ୍କେ କଇଲା, “ମଇତର୍ ମୁଇ ତମ୍କେ ନାଡାଇ ନାଇ । ଗଟେକ୍ ଦିନର୍ ବୁତି ପାଇ ଗଟେକ୍ ରୁପା ଟାଙ୍ଗା ନେଇ କାମ୍କର୍ବାକେ ତମେତା ସବୁ ଲକ୍ ରାଜି ଅଇରଇଲାସ୍ ।
“बारी के मालिक ने उन्हें उत्तर दिया, ‘मित्र मैं तुम्हारे साथ कोई अन्याय नहीं कर रहा. क्या हम एक दीनार मज़दूरी पर सहमत न हुए थे?
14 ୧୪ ତମର୍ ସେତ୍କି ବୁତି ଦାରି ଗରେ ଜାଆ । ତମ୍କେ ଜେତ୍କି ଦେଲି ଆଚି, ଗଟେକ୍ ଗଁଟା କାମ୍ କରିରଇବା ଲକ୍ମନ୍କେ ମିସା ସେତ୍କିସେ ଦେବାକେ ମର୍ ମନ୍ ।
जो कुछ तुम्हारा है उसे स्वीकार कर लो और जाओ. मेरी इच्छा यही है कि अंत में काम पर आए मज़दूर को उतना ही दूं जितना तुम्हें.
15 ୧୫ ମର୍ ନିଜର୍ ଦନ୍, ମୁଇ ଜେନ୍ତି ମନ୍ କଲିନି, ସେନ୍ତି କର୍ଚ କର୍ବାକେ ମର୍କାଇ ଅଦିକାର୍ ନାଇ କି? କି ମୁଇ ଦାନ୍ ଇସାବେ ଦେଲିନି ବଲି ଆଁକାର୍ ଅଇଲାସ୍ନି?”
क्या यह न्याय संगत नहीं कि मैं अपनी संपत्ति के साथ वह करूं जो मैं चाहता हूं? क्या मेरा उदार होना तुम्हारी आंखों में खटक रहा है?’
16 ୧୬ ଜିସୁ ଏ କାତା କଇସାରାଇ କଇଲା, “ଜନ୍ ଲକ୍ମନ୍ ଏବେ ପଚେ ଆଚତ୍ ସେମନ୍, ଆଗ୍ତୁ ଅଇବାଇ । ଆରି ଜନ୍ ଲକ୍ମନ୍ ଆଗ୍ତୁ ଆଚତ୍ ସେମନ୍ ପଚେ ସେ ରଇଜିବାଇ ।”
“इसलिये वे, जो अंतिम हैं पहले होंगे तथा जो पहले हैं, वे अंतिम.”
17 ୧୭ ଜିସୁ ଜିରୁସାଲାମ୍ ଜିବା ବାଟେ ତାର୍ ବାର୍ଟା ସିସ୍ମନ୍କେ ଗଟେକ୍ ଲଗେ ଡାକି ନେଇ, କେ ନଇଲା ବେଲେ କଇଲା,
जब येशु येरूशलेम नगर जाने पर थे, उन्होंने मात्र अपने बारह शिष्यों को अपने साथ लिया. मार्ग में येशु ने उनसे कहा,
18 ୧୮ “ସୁନା, ଆମେ ଜିରୁସାଲମେ ଗାଲୁନି । ତେଇ ନର୍ପିଲା ମୁଇ, ମୁକିଅ ପୁଜାରି ଆରି ଦରମ୍ ଗୁରୁମନ୍କେ ସର୍ପି ଅଇବି । ସେମନ୍ ମକେ ମରନ୍ ଡଣ୍ଡ୍ ଦେବାଇ ।
“यह समझ लो कि हम येरूशलेम नगर जा रहे हैं, जहां मनुष्य के पुत्र को पकड़वाया जाएगा, प्रधान पुरोहितों तथा शास्त्रियों के हाथों में सौंप दिया जाएगा और वे उसे मृत्यु दंड के योग्य घोषित करेंगे.
19 ୧୯ ତାର୍ପଚେ ସେମନ୍ ମକେ, ଜିଉଦି ନ ଅଇଲା ଲକ୍ମନ୍କେ ସର୍ପି ଦେବାଇ । ଜିଉଦି ନ ଅଇଲା ଲକ୍ମନ୍, ମକେ କିଜାଇବାଇ, କର୍ଡା ସଙ୍ଗ୍ ମାର୍ବାଇ ଆରି କୁର୍ସେ ଚଗାଇବାଇ । ମାତର୍ ତିନ୍ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
इसके लिए मनुष्य के पुत्र को गैर-यहूदियों के हाथों में सौंप दिया जाएगा कि वे उसका ठट्ठा करें, उसे कोड़े लगवाएं और उसे क्रूस पर चढ़ाएं किंतु वह तीसरे दिन मरे हुओं में से जीवित किया जाएगा.”
20 ୨୦ ସେଡିକିବେଲେ ଜେବଦିର୍ ମାଇଜି ତାର୍ ଦୁଇଟା ପିଲାମନର୍ ସଙ୍ଗ୍ ଜିସୁର୍ଲଗେ ଆସି ତାକେ ଜୁଆର୍କରି, ଗଟେକ୍ ବିସଇ ମାଙ୍ଗ୍ଲା ।
ज़ेबेदियॉस की पत्नी अपने पुत्रों के साथ येशु के पास आईं तथा येशु के सामने झुककर उनसे एक विनती करनी चाही.
21 ୨୧ ଜିସୁ ତାକେ ପାଚାର୍ଲା, “ତୁଇ କାଇଟା ମନ୍ କଲୁସ୍ନି?” ସେ କଇଲା, “ଜେଡେବଲ୍ ତମେ ତମର୍ ରାଇଜେ ରାଜା ଅଇସା, ମର୍ ଏ ଦୁଇଟା ପିଲାମନ୍କେ ତମର୍ ଡେବ୍ରି ବାଟେ ଆରି ଉଜା ବାଟେ ବସାଇବି ବଲି ମକେ କାତା ଦିଆ ।”
येशु ने उनसे पूछा, “आप क्या चाहती हैं?” उन्होंने येशु को उत्तर दिया, “यह आज्ञा दे दीजिए कि आपके राज्य में मेरे ये दोनों पुत्र, एक आपके दायें तथा दूसरा आपके बायें बैठे.”
22 ୨୨ ଜିସୁ ଜେବଦିର୍ ପିଲାମନ୍କେ କଇଲା, “ତମେ କାଇଟା ମାଗ୍ଲାସ୍ନି ସେଟା ବୁଜି ନାପାର୍ଲାସ୍ନି । ମୁଇ ଜନ୍ ଦୁକ୍ପୁରୁନ୍ ମୁତାର୍ ପାନି କାଇବାର୍ ଗାଲିନି, ତମେ କାଇ ପାରାସ୍ କି?” ସେମନ୍ “ଉଁ” ବଲି କଇଲାଇ ।
येशु ने दोनों भाइयों से उन्मुख हो कहा, “तुम समझ नहीं रहे कि तुम क्या मांग रहे हो! क्या तुममें उस प्याले को पीने की क्षमता है, जिसे मैं पीने पर हूं?” “हां, प्रभु,” उन्होंने उत्तर दिया.
23 ୨୩ ଜିସୁ ସେମନ୍କେ କଇଲା, “ତମେ, ମର୍ ମୁତାର୍ ପାନି କାଇଲେ କାଇପାରାସ୍ । ମାତର୍ ମର୍ ଉଜା ବାଟେ ଆରି ଡେବ୍ରି ବାଟେ କେ ବସିପାରେ ସେଟା ବାଚ୍ବାକେ ମର୍ ଅଦିକାର୍ ନାଇ । ଜନ୍ ଲକ୍ମନର୍ ପାଇ ମର୍ ବାବା ସେ ଜାଗା ତିଆର୍ କଲା ଆଚେ, ସେଟା ସେମନର୍ ପାଇ ଆକା ।”
इस पर येशु ने उनसे कहा, “सचमुच मेरा प्याला तो तुम पियोगे, किंतु किसी को अपने दायें या बायें बैठाना मेरा अधिकार नहीं है. यह उनके लिए है, जिनके लिए यह मेरे पिता द्वारा तैयार किया गया है.”
24 ୨୪ ବିନ୍ ସିସ୍ମନ୍ ଜେଡେବେଲ୍ ଏ କାତା ସୁନ୍ଲାଇ, ସେ ଦୁଇ ବାଇର୍ ଲାଗି ବେସି ରିସା ଅଇଗାଲାଇ ।
यह सुन शेष दस शिष्य इन दोनों भाइयों पर नाराज़ हो गए;
25 ୨୫ ଜିସୁ ସିସ୍ମନ୍କେ ଗଟେକ୍ଟାନେ ଟୁଲ୍କରି କଇଲା, “ତମେତା ଜାନାସ୍ ଏ ଦୁନିଆର୍ ରାଜାମନ୍ ବିନ୍ ଲକ୍ମନ୍କେ ନିଜର୍ ଅଦିକାର୍ କରିରଇବାଇ । ବଡ୍ ବଡ୍ ନେତାମନ୍ ମିସା ବିନ୍ ଲକ୍ମନ୍କେ ସାସନ୍ କର୍ବାଇ ।
किंतु येशु ने उन सभी को अपने पास बुलाकर उनसे कहा, “वे, जो इस संसार में शासक हैं, अपने लोगों पर प्रभुता करते हैं तथा उनके बड़े अधिकारी उन पर अपना अधिकार दिखाया करते हैं.
26 ୨୬ ମାତର୍ ତମେ ସେନ୍ତାର୍ ଉଆନାଇ । ତମର୍ ବିତ୍ରେ ଗଟେକ୍ ଲକ୍ ବଡ୍ ଅଇବାକେ ମନ୍ କଲାନି ବଇଲେ, ସେ ସବୁଲକର୍ ସେବା କର୍ବାର୍ ଆଚେ ।
तुममें ऐसा नहीं है, तुममें जो महान बनने की इच्छा रखता है, वह तुम्हारा सेवक बने,
27 ୨୭ ତମର୍ ବିତ୍ରେ ଜେ ମୁକିଅ ଅଇବାକେ ମନ୍ କଲାସ୍ନି, ସେ ବିନ୍ ଲକର୍ ଗତିଦାଙ୍ଗ୍ଡା ପାରା ଅଇ ସେମନର୍ ସେବା କର ।
तथा तुममें जो कोई श्रेष्ठ होना चाहता है, वह तुम्हारा दास हो.
28 ୨୮ ଜେନ୍ତାରି କି ପର୍ମେସର୍ ପାଟାଇଲା ନର୍ପିଲା ମୁଇ ମିସା ସେବା ମିଲ ବଲି ଆସି ନାଇ, ମାତର୍ ବିନ୍ ଲକ୍ମନର୍ ସେବା କରି ସେମନ୍କେ ମୁକ୍ତି ମିଲ ବଲି ନିଜର୍ ଜିବନ୍ ଦେବାକେ ଆଇଲି ଆଚି ।”
ठीक जैसे मनुष्य का पुत्र यहां इसलिये नहीं आया कि अपनी सेवा करवाए, परंतु इसलिये कि सेवा करे, और अनेकों की छुड़ौती के लिए अपना जीवन बलिदान कर दे.”
29 ୨୯ ଦିନେକ୍ ଜିସୁ ସିସ୍ମନର୍ ସଙ୍ଗ୍ ଜିରିଅ ସଅର୍ ଚାଡିକରି ଜିବାବେଲେ କେତେ କେତେ ଲକ୍ମନ୍ ତାର୍ ପଚେ ପଚେ ଇଣ୍ଡ୍ବାର୍ ଦାର୍ଲାଇ ।
जब वे येरीख़ो नगर से बाहर निकल ही रहे थे, एक बड़ी भीड़ उनके साथ हो ली.
30 ୩୦ ଆରି ଏଦେ ଦେକା! ବାଟ୍ପାଲି ବସି ରଇବା ଦୁଇଟା କାଣା, ଜିସୁ ସେ ବାଟେ ଆଇଲାନି ବଲି ସୁନି, ଆକ୍ମାରି ଡାକ୍ଲାଇ, “ଏ ମାପ୍ରୁ ଦାଉଦର୍ ପଅ! ଆମ୍କେ ଦୟା କର ।”
वहां मार्ग के किनारे दो अंधे व्यक्ति बैठे हुए थे. जब उन्हें यह अहसास हुआ कि येशु वहां से जा रहे हैं, वे पुकार-पुकारकर विनती करने लगे, “प्रभु! दावीद की संतान! हम पर कृपा कीजिए!”
31 ୩୧ ଲକ୍ମନ୍ ସେମନ୍କେ ଦମ୍କାଇ କରି ଚୁପ୍ଅଇ ରଇବାକେ କଇଲାଇ । ମାତର୍ ସେମନ୍ ଅଦିକ୍ ଅଦିକ୍ ଆକ୍ମାରି କଇଲାଇ, “ଏ ମାପ୍ରୁ, ଦାଉଦର୍ ପଅ! ଆମ୍କେ ଦୟା କର ।”
भीड़ ने उन्हें झिड़कते हुए शांत रहने की आज्ञा दी, किंतु वे और भी अधिक ऊंचे शब्द में पुकारने लगे, “प्रभु! दावीद की संतान! हम पर कृपा कीजिए!”
32 ୩୨ ଜିସୁ ତେଇ ଟିଆଅଇ ସେମନ୍କେ ଡାକି ପାଚାର୍ଲା, “ମୁଇ ତମର୍ ପାଇ କାଇଟା କର୍ବି ବଲି ମନ୍ କଲାସ୍ନି?”
येशु रुक गए, उन्हें पास बुलाया और उनसे प्रश्न किया, “क्या चाहते हो तुम? मैं तुम्हारे लिए क्या करूं?”
33 ୩୩ ସେମନ୍ କଇଲାଇ, “ମାପ୍ରୁ ଆମ୍କେ ଦେକ୍ବା ବପୁ ଦିଆ ।”
उन्होंने उत्तर दिया, “प्रभु! हम चाहते हैं कि हम देखने लगें.”
34 ୩୪ ଜିସୁ ସେମନର୍ ପାଇ ଦୟା ଅଇ, ତାକର୍ ଆଁକି ଚିଇଲା । ସେ ଦାପ୍ରେସେ ସେମନ୍ ଦେକିପାର୍ଲାଇ ଆରି ଜିସୁର୍ ପଚେ ପଚେ ଗାଲାଇ ।
तरस खाकर येशु ने उनकी आंखें छुई. तुरंत ही वे देखने लगे और वे येशु के पीछे हो लिए.