< ମାତିଉ 22 >
1 ୧ ଜିସୁ ଆରିତରେକ୍ ଉଦାଅରଣ୍ ଦେଇ ଲକ୍ମନ୍କେ ସିକିଆ ଦେଲା ।
Jesu akataurazve kwavari nemifananidzo achiti,
2 ୨ ପର୍ମେସରର୍ ସରଗ୍ ରାଇଜ୍ ଏନ୍ତାରି । ତରେକ୍ ଗଟେକ୍ ରାଜା ତାର୍ ପିଲାର୍ପାଇ ବଜି କରାଇଲା ।
“Umambo hwokudenga hwakafanana namambo akagadzirira mwanakomana wake mutambo wesvitsa.
3 ୩ ଜନ୍ ଲକ୍ମନ୍କେ ବିବା ବଜିଟାନେ କବର୍ ଦେଇରଇଲା, ସେମନ୍କେ ଡାକିଆନ୍ବାକେ ଦାଙ୍ଗ୍ଡାମନ୍କେ ପାଟାଇଲା । ମାତର୍ ସେମନ୍ ନିଚ୍ଲାଇ ।
Akatuma varanda vake kuna avo vainge vakakokwa kumutambo kuti vachiuya, asi vakaramba kuuya.
4 ୪ ବିବାଟାନେ ଗାଗଡ୍ ଚେଲିମନ୍କେ ମାରି ବଜି ଅଇଲା ଆଚେ । ଦାପ୍ରେ ଆସା ବଲି ରାଜା ଆରି ତରେକ୍ ବିନ୍ ଦାଙ୍ଗ୍ଡାମନ୍କେ କଇପାଟାଇଲା ।
“Ipapo akatumazve vamwe varanda achiti, ‘Taurirai vose vakakokwa kuti ndagadzirira mabiko: Ndabaya nzombe nemombe dzakakodzwa uye zvose zvagadzirirwa. Uyai kumutambo wesvitsa.’
5 ୫ ମାତର୍ କବର୍ ପାଇରଇଲା ଲକ୍ମନ୍ ଏ କାତା ନ ମାନିକରି ନିଜର୍ ନିଜର୍ ପାଇଟି କର୍ବାର୍ ଦାର୍ଲାଇ । କେତେ ଲକ୍ ବାରଇକରି ପଦାଇ ଉଟିଗାଲାଇ । ଆରି କେତେକ୍ ଲକ୍ ତାକର୍ ଦୁକାନେ ଉଟିଗାଲାଇ ।
“Asi hapana akateerera uye vakaenda mumwe kumunda wake, mumwewo kune rimwe basa rake.
6 ୬ ଆରି କେତେ ଲକ୍ ରାଜାର୍ ଦାଙ୍ଗ୍ଡାମନ୍କେ ଦାରି ମାରି ମରାଇଲାଇ ।
Vamwe vavo vakabata varanda vake vakavaitira zvakaipa uye vakavauraya.
7 ୭ ରାଜା ରିସାଅଇଜାଇ କରି ସଇନମନ୍କେ ପାଟାଇଲା । ସଇନମନ୍ ଜାଇକରି ସେ ମାରୁମନ୍କେ ମରାଇ ପାକାଇଲାଇ ଆରି ସେମନ୍ ରଇଲା ସଅର୍ ପଡାଇ ପାକାଇଲାଇ ।
Mambo akatsamwa kwazvo. Akatuma hondo yake kundoparadza vaurayi vaya uye akapisa guta ravo.
8 ୮ ତାର୍ ପଚେ ରାଜା ଗତିଦାଙ୍ଗ୍ଡାମନ୍କେ ଡାକି କଇଲା, ବିବା ବଜିର୍ ରାନ୍ଦାବାଡା ସାର୍ଲାବେ ମାତର୍ ମୁଇ କବର୍ ଦେଇରଇଲା ଲକ୍ମନ୍ ଏ ବଜି କାଇବାକେ ବାଗ୍ ନାଇ ।
“Ipapo akati kuvaranda vake, ‘Mutambo wesvitsa wagadzirirwa asi vaya vandakakoka vakanga vasingakodzeri kuti vauye.
9 ୯ ଏବେ ତମେ ଜାଇକରି ଗାଉଁପାଲିର୍ ଗୁଡା ଆରି ପୁଟ୍ମନ୍କେ, ଜେତ୍କି ଲକ୍କେ ବେଟ୍ ଅଇସା ସେ ସବୁ ଲକ୍ମନ୍କେ ଆମର୍ ବଜିଟାନେ ଡାକିଆନା ।
Endai kumharadzano dzenzira mundokoka kumutambo ani zvake wamuchawana.’
10 ୧୦ ତେବେ ଦାଙ୍ଗ୍ଡାମନ୍ ଲଗର୍ ପାକର୍ ଗାଉଁମନ୍କେ ବୁଲି ନିକ ଲକ୍ ଅଅତ୍ କି ବାନିଆ ଲକ୍ ଅଅତ୍ ଜେତ୍କି ଲକ୍କେ ବେଟ୍ ଅଇଲାଇ, ସବୁକେ ଡାକି ଆନ୍ଲାଇ । ଆରି ବିବା ଗରେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇଗାଲାଇ ।
Saka varanda vakaenda mumigwagwa vakandokokorodza vose vavakagona kuwana, vose vakanaka nevakaipa, uye imba yesvitsa ikazara navakanga vakokwa.
11 ୧୧ ପଚେ ରାଜା ଡାକାଇଲା ଲକ୍ମନ୍କେ ଦେକ୍ବାର୍ ଆଇଲା । ସେ ଲକ୍ମନର୍ ବିତ୍ରେ ଅନି ଗଟେକ୍ ଲକ୍ ତିଆର୍ପିଆର୍ ନ ଅଇକରି ନିକଟା ପିନ୍ଦି ନ ଆସିରଇଲାଟା ରାଜା ଦେକ୍ଲା ।
“Asi mambo akati apinda kuzoona vakanga vakokwa, akaona munhu imomo akanga asina nguo yesvitsa.
12 ୧୨ ରାଜା ତାର୍ ଲଗେ ଜାଇ ପାଚାର୍ଲା, “ମଇତର୍, ତୁଇ ତିଆର୍ ପିଆର୍ ନ ଅଇତେ କେନ୍ତି ଏ ବଜିଟାନେ ଆଇଲୁସ୍” ସେ ଲକ୍ ଚିମ୍ରା ଅଇଦେଲା ।
Akamubvunza akati, ‘Shamwari, wapinda seiko muno usina nguo yesvitsa?’ Munhu uya akashaya chokureva.
13 ୧୩ ରାଜା ଦାଙ୍ଗ୍ଡାମନ୍କେ କଇଲା, “ତାର୍ ଆତ୍ ଗଡ୍ ବାନ୍ଦି ବାଇରେ ନେଇ ଆନ୍ଦାରେ ପିଙ୍ଗିଦିଆସ୍ । ତେଇ ସେ ଦାଁତ୍ମୁଣ୍ଡ୍ କାତ୍ରିଅଇ କାନ୍ଦି କାନ୍ଦି ରଅ ।”
“Ipapo mambo akaudza varanda vake akati, ‘Musungei maoko namakumbo mumukande panze, murima, umo muchava nokuchema nokurumanya kwameno.’
14 ୧୪ ଜିସୁ କାତାନି କଇସାରାଇ କଇଲା, ବେସି ଲକ୍କେ ଡାକ୍ବାଇ, ମାତର୍ ଉନାଲକ୍କେ ବାଚ୍ବାଇ ।
“Nokuti vazhinji vakakokwa asi vakasarudzwa vashoma.”
15 ୧୫ କେତେଟା ପାରୁସିମନ୍ ଜାଇକରି ଜିସୁକେ ପର୍ସନ୍ ପାଚାରି ପାନ୍ଦେ ପାକାଉଁ ବଲି ବାବ୍ଲାଇ ।
Ipapo vaFarisi vakabuda vakandoronga kuti vamubate namashoko ake.
16 ୧୬ ସେମନ୍ ତାକର୍ କେତେଟା ସିସ୍ମନ୍କେ ଆରି ଏରଦର୍ ଦଲେଅନି କେତେଟା ଲକ୍ମନ୍କେ ଜିସୁର୍ ଲଗେ ପାଟାଇଲାଇ । ଏମନ୍ ଆସି ଜିସୁକେ ପାଚାର୍ଲାଇ, “ଗୁରୁ, ତମେ ସତ୍ କଇସା ଆରି ପର୍ମେସରର୍ ସତ୍ ବିସଇ ସିକିଆ ଦେବାଟା ଆମେ ଜାନୁ । ତମେ ମୁନୁସ୍ମନର୍ ମର୍ଜିତାକେ କାତୁର୍ କରାସ୍ ନାଇ । ଲକ୍ମନ୍ କାଇ ବଲି ବାବ୍ବାଇ ବଲି ଚିନ୍ତା କରାସ୍ ନାଇ ।
Vakatuma vadzidzi vavo kwaari pamwe chete navaHerodhi. Vakati, “Mudzidzisi, tinoziva kuti muri munhu akarurama uye kuti munodzidzisa nzira yaMwari zviri maererano nechokwadi. Hamutsauswi navanhu nokuti hamutarisi kuti ndivanaani.
17 ୧୭ ତେବେ କଇଦେକା ପନି, ଏ ବିସଇ ତମେ କାଇବଲି କଇଲାସ୍ନି? ରମିୟ ସର୍କାର୍କେ ସିସ୍ତୁ ଦେବାଟା ଆମର୍ ଦରମ୍ ସାସ୍ତରର୍ ଇସାବେ ଟିକ୍ କି ନାଇ?”
Tiudzei zvino kuti imi, munoti kudini? Zvakanaka here kutera mutero kuna Kesari kana kuti hazvina?”
18 ୧୮ ମାତର୍ ଜିସୁ ସେମନର୍ କୁଟ୍କାତା ଜାନି କରି କଇଲା, “ଏ କୁଟିଆଲ୍ମନ୍, କାଇକେ ମକେ ପାନ୍ଦେ ପାକାଇବାକେ ଚେସ୍ଟା କଲାସ୍ନି?
Asi Jesu, achiziva kuipa kwavo, akati, “Imi vanyengeri munondiedzereiko?
19 ୧୯ ଜନ୍ ଅଦ୍ଲି ଡାବୁ ସିସ୍ତୁ ଦେଲାସ୍ନି, ତେଇଅନି ଗଟେକ୍ ଆନିକରି ମକେ ଦେକାଆ ।” ସେମନ୍ ଗଟେକ୍ ଅଦ୍ଲି ଆନି ତାକେ ଦେଲାଇ ।
Ndiratidzei mari inoshandiswa pakutera mutero.” Vakamuvigira dhenari
20 ୨୦ ଜିସୁ ସେମନ୍କେ ପାଚାର୍ଲା “ଏ ଅଦ୍ଲି ଡାବୁଟାନେ କାର୍ ମୁଉ ଆରି ନାଉଁ ଆଚେ?”
uye akavabvunza akati, “Ko, mufananidzo uyu ndowaani uye runyoro urwu ndorwaani?”
21 ୨୧ ସେମନ୍ କଇଲାଇ, “ରମିୟ ରାଜାର୍ ମୁଉ ଆରି ନାଉଁ ଆଚେ ।” ଜିସୁ ସେମନ୍କେ କଇଲା, “ତେବେ ଜନ୍ଟା ରମିୟ ରାଜାର୍ଟା, ସେଟା ତାକେ ଦିଆସ୍ ଆରି ଜନ୍ଟା ପରମେସରର୍ଟା, ସେଟା ପରମେସର୍କେ ଦିଆସ୍ ।”
Vakapindura vakati, “NdezvaKesari.” Ipapo akati kwavari, “Ipai kuna Kesari zvaKesari, uye kuna Mwari zvaMwari.”
22 ୨୨ ଏ କାତା ସୁନି ସେମନ୍ କାବାଅଇଗାଲାଇ ଆରି ତେଇଅନି ଉଟିଗାଲାଇ ।
Vakati vanzwa izvi, vakashamiswa. Saka vakamusiya vakaenda.
23 ୨୩ ସେ ଦିନେ ସାଦୁକି ଦଲର୍ କେତେ ଲକ୍ ଜିସୁର୍ ଲଗେ ଆଇଲାଇ । ସାଦୁକିମନ୍ ମରିଗାଲେ ଆରି ତରେକ୍ ଉଟି ନଏଁ ବଲି ବିସ୍ବାସ୍ କର୍ତେ ରଇଲାଇ ।
Pazuva rimwe chetero vaSadhusi, avo vanoti hakuna kumuka kwavakafa, vakauya kwaari nomubvunzo.
24 ୨୪ ସେମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ଜଦି ଗଟେକ୍ ଲକ୍ ପିଲାଟକି ନ ଅଇତେ ମରିଜାଇସି, ତେବେ ମରିଜାଉର୍ ବାଇ ସେ ରାଣ୍ଡି ମାଇଜିକେ ସଙ୍ଗଇସି । ଆରି ତାକର୍ ଟାନେଅନି ଅଇଲା ପିଲାଜିଲା ସେ ମଲା ଲକର୍ପାଇ ଅଇସି ବଲି ମସା ନିୟମ୍ କଲା ଆଚେ ।
Vakati, “Mudzidzisi, Mozisi akatiudza kuti murume akafa asina vana mununʼuna wake anofanira kuwana chirikadzi agomuberekera vana.
25 ୨୫ ଗଟେକ୍ କାତା ସୁନା । ଇତି ଆମର୍ ବିତ୍ରେ ସାତ୍ବାଇ ରଇଲାଇ । ବଡ୍ ବାଇ ପିଲାଜିଲା ନ ଅଇତେ ମରିଗାଲାଜେ ତାର୍ ପିଟିର୍ ବାଇ ତାର୍ ବଉକେ ସଙ୍ଗଇଲା ।
Zvino pakati pedu paiva navanakomana vomunhu mumwe vanomwe. Wokutanga akawana mukadzi ndokubva iye afa, uye sezvo akanga asina vana, akasiyira mununʼuna wake mukadzi.
26 ୨୬ ମାତର୍ ବଡ୍ମଜିଆ, ମଜିଆ, ସାନ୍ମଜିଆ ଏନ୍ତି ଅଇକରି ସାରାସାରି ସାନର୍ ଦସା ମିସା ଏନ୍ତି ଅଇଲା ।
Zvimwe chetezvo zvakaitika kuno wechipiri nowechitatu kusvikira kuno wechinomwe.
27 ୨୭ ସାରାସାରି ପଚେ ସେ ମାଇଜି ମିସା ମରିଗାଲା ।
Pakupedzisira mukadzi akazofawo.
28 ୨୮ ଜେବେ ମଲା ଲକ୍ମନର୍ ଉଟ୍ବା ଦିନ୍ ଆଇସି, ତେବେ ଏ ମାଇଜି କାର୍ ମାଇଜି ଅଇସି? ସବୁ ଲକ୍ସେ ତାକେ ସଙ୍ଗଇ ରଇଲାଇ ।”
Zvino pakumuka kwavakafa, achava mukadzi waaniko pavanomwe vaya sezvo vose vaiva varume vake?”
29 ୨୯ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବୁଲ୍ ବିସଇ ବାବ୍ବା ଲକ୍ମନ୍! ଦରମ୍ ସାସ୍ତରେ ପର୍ମେସରର୍ ବପୁ ବିସଇ ସମାନ୍ ଇସାବେ ଚିନ୍ତା କରାସ୍ ନାଇଜେ, ତମେ ଏ କାତା ପାଚାର୍ଲାସ୍ନି ।”
Jesu akavapindura akati, “Ndipo pamunorasika ipapo nokuti hamuzivi Magwaro kana simba raMwari.
30 ୩୦ ମରିକରି ଉଟ୍ଲା ପଚେ, ମଲା ଲକ୍ମନ୍ ସରଗର୍ ଦୁତ୍ମନର୍ ପାରା ଅଇଜିବାଇ । ସେମନ୍ ଆରି ବିବା ନ ଅଅତ୍ କି ନ କରତ୍ ।
Pakumuka kwavakafa vanhu havawani kana kuwanikwa, vachange vakaita savatumwa kudenga.
31 ୩୧ ମଲା ଲକ୍ମନ୍ ଆରି ତରେକ୍ ଉଟ୍ବା ବିସଇ, ପରମେସର୍ ଜନ୍ଟା କଇଲା ଆଚେ, ତମେ କାଇ ସାସ୍ତରେ କେବେ ପଡାସ୍ ନାଇ କି?
Asi pane zvokumuka kwavakafa, hamuna kuverenga here zvakarehwa naMwari kwamuri, achiti,
32 ୩୨ ପର୍ମେସର୍ କଇଲା ଆଚେ “ଆମେ ଅବ୍ରାଆମର୍, ଇସାକର୍ ଆରି ଜାକୁବର୍ ମାପ୍ରୁ ।” “ପର୍ମେସର୍ ତା ଜିବନ୍ ରଇଲା ଲକ୍ମନର୍ ମାପ୍ରୁ, ମଲା ଲକ୍ମନର୍ ଅଇନାପାରେ ।”
‘Ndini Mwari waAbhurahama naMwari waIsaka naMwari waJakobho’? Haasi Mwari wavakafa asi wavapenyu.”
33 ୩୩ ଲକ୍ମନ୍ ଜିସୁର୍ ସିକାଇବାଟା ସୁନିକରି କାବାଅଇଗାଲାଇ ।
Vanhu vazhinji vakati vanzwa izvi, vakashamiswa nokudzidzisa kwake.
34 ୩୪ ଜିସୁ ସାଦୁକିମନ୍କେ ଚୁପ୍କରାଇ ରଇବାଟା ଜାନିକରି ପାରୁସିମନ୍ ସବୁଲକ୍ ଗଟେକ୍ ଅଇ ତାର୍ ଲଗେ ଆଇଲାଇ ।
Vanzwa kuti Jesu akanga akunda vaSadhusi, vaFarisi vakaungana pamwe chete.
35 ୩୫ ଆରି ସେମନର୍ ବିତ୍ରେଅନି ଗଟେକ୍ ନିୟମ୍ ସିକାଇବା ଦରମ୍ ଗୁରୁ ଜିସୁକେ ପାନ୍ଦେ ପାକାଇବାକେ ଗଟେକ୍ ପର୍ସନ୍ ପାଚାର୍ଲା ।
Mumwe wavo aiva nyanzvi pane zvemirayiro akamuedza nomubvunzo achiti,
36 ୩୬ “ଏ ଗୁରୁ ମସାର୍ ଦରମ୍ ସାସ୍ତରର୍ ନିୟମ୍ ଇସାବେ ସବୁଟାନେଅନି କନ୍ ଆଦେସ୍ ମୁକିଅ?”
“Mudzidzisi, ndoupi murayiro mukuru muMurayiro?”
37 ୩୭ ଜିସୁ ତାକେ କଇଲା, “ତମର୍ ମାପ୍ରୁ, ପରମେସର୍କେ ପୁରାପୁରୁନ୍ ମନ୍ଦେଇ, ପୁରାପୁରୁନ୍ ଜିବନ୍ ଦେଇ, ପୁରାପୁରୁନ୍ ଚିନ୍ତା ସଙ୍ଗ୍ ତାକେ ମାନା ଆରି ଆଲାଦ୍ କରା ।
Jesu akapindura akati, “‘Ida Ishe Mwari wako nomwoyo wako wose, nomweya wako wose nokufunga kwako kwose.’
38 ୩୮ ଏଟା ଅଇଲାନି ସବୁର୍ଟାନେଅନି ଆଗତୁ ଆରି ମୁକିଅ ଆଦେସ୍ ।”
Uyu ndiwo murayiro mukuru uye wokutanga.
39 ୩୯ ତାର୍ ପଚର୍ ମୁକିଅ ଆଦେସ୍ ଅଇଲାନି, ତମର୍ ଲଗର୍ ପାକର୍ ଗରର୍ ଲକ୍ମନ୍କେ ନିଜ୍କେ ଆଲାଦ୍ କଲା ପାରା ଆଲାଦ୍ କରା ।
Wechipiri wakafanana nawo unoti, ‘Ida muvakidzani wako sokuda kwaunozviita iwe.’
40 ୪୦ ଏ ଦୁଇଟା ଆଦେସ୍ ଆକା ମସା କରିରଇବା ସବୁ ରିତିନିତି ଆରି ବବିସତ୍ବକ୍ତାମନର୍ ସିକିଆ ଜାନାଇଲାନି ।
Murayiro wose naVaprofita zvakabatanidzwa pamirayiro iyi miviri.”
41 ୪୧ କେତେଟା ପାରୁସିମନ୍ ଜିସୁର୍ ଲଗେ ରଇଲା ବେଲେ, ଜିସୁ ସେମନ୍କେ ପାଚାର୍ଲା ।
VaFarisi pavakanga vachakaungana pamwe chete, Jesu akavabvunza akati,
42 ୪୨ “କିରିସ୍ଟ ମସିଅର୍ ବିସଇ, ତମେ କାଇଟା ବାବ୍ଲାସ୍ନି? ସେ କାର୍ ପଅ?” ସେମନ୍ କଇଲାଇ, “ସେ ଦାଉଦର୍ ପଅ ।”
“Munofungei nezvaKristu? Mwana waani?” Vakapindura vachiti, “Mwanakomana waDhavhidhi.”
43 ୪୩ ଜିସୁ ପାଚାର୍ଲା, “ସେନ୍ତାର୍ ଆଲେ ଦାଉଦ୍ ମସିଅକେ ‘ମର୍ ମାପ୍ରୁ!’ ବଲି କାଇକେ ଜାନାଇ ଆଚେ?” କାଇକେବଇଲେ ଆତ୍ମା ଚାଲ୍ନା ଦେଲାକେ, ସେ ଲେକିଆଚେ,
Akati kwavari, “Ko, zvino sei Dhavhidhi achitaura noMweya akamuti, ‘Ishe’? Nokuti anoti,
44 ୪୪ ପର୍ମେସର୍ ମର୍ ମାପ୍ରୁକେ କଇଲା, “ଆମେ ତର୍ ସତ୍ରୁମନ୍କେ ତମର୍ ପାଦ୍ ତଲେ ନ ଆନ୍ବା ଜାକ ‘ତୁଇ ମର୍ ଉଜା ବାଟେ ବସି ରଅ ।’
“‘Ishe akati kuna Ishe wangu: Gara kuruoko rwangu rworudyi, kusvikira ndaisa vavengi vako pasi petsoka dzako.’
45 ୪୫ “ଜଦି ଦାଉଦ୍ ମସିଅକେ ‘ମର୍ ମାପ୍ରୁ’ ବଲି ନାମି ଆଚେ, ତେବେ ମସିଅ କେନ୍ତି ତାର୍ ପଅ ଅଇପାର୍ସି?”
Zvino kana Dhavhidhi achimuti, ‘Ishe’ angagova mwanakomana wake sei?”
46 ୪୬ ଜିସୁକେ ଇତିର୍ ଉତର୍ କେ ମିସା ଦେଇ ନାପାର୍ଲାଇ । ସେ ଦିନେଅନି, ଆରି ତାକେ କେ ମିସା କାଇ ପର୍ସନ୍ ପାଚାର୍ବାକେ ସାଆସ୍ କରତ୍ ନାଇ ।
Hapana akagona kutaura shoko rimwe, uye kubva pazuva iroro zvichienda mberi hapana akazoshinga kumubvunza mimwezve mibvunzo.