< ମାତିଉ 24 >
1 ୧ ଜିସୁ ମନ୍ଦିରେଅନି ବାରଇ ଇଣ୍ଡିଜାଇତେ ରଇବାବେଲେ ସିସ୍ମନ୍ ମନ୍ଦିର୍ ପିଣ୍ଡା ଦୁଆରେ ରଇବା ବଡ୍ ବଡ୍ ପାକ୍ନା ବାଟେ ଦେକାଇଲାଇ ।
Յիսուս տաճարից դուրս ելած՝ գնում էր. եւ աշակերտները մօտեցան՝ նրան ցոյց տալու տաճարի շինութիւնները:
2 ୨ ଜିସୁ କଇଲା, “ଏବେ ସିନା ଏ ସବୁ ଦେକ୍ଲାସ୍ନି । ମୁଇ ତମ୍କେ ସତ୍ କଇଲିନି ଏ ମନ୍ଦିରର୍ ଗଟେକ୍ ମିସା ପାକ୍ନା ତାର୍ ଜାଗାଇ ନ ରଏ । ସବୁଜାକ ଅଦ୍ରି ବିଲିଜାଇସି ।”
Եւ նա պատասխանեց ու նրանց ասաց. «Տեսնո՞ւմ էք այդ ամէնը. ճշմարիտ եմ ասում ձեզ, այդտեղ չպիտի մնայ քար քարի վրայ, որ չքանդուի»:
3 ୩ ଜିସୁ ଜିତ୍ ନାଉଁର୍ ଡଙ୍ଗର୍ ଉପ୍ରେ ବସିରଇଲା ବେଲେ, ତେଇ କେ ନ ରଇଲା ବେଲେ, ସିସ୍ମନ୍ ଆସି ତାକେ ପାଚାର୍ଲାଇ, “ଏ ସବୁଜାକ କେବ୍କେ ଅଇସି ଆମ୍କେ କୁଆ କାଇ ଗଟ୍ନା ଗଟ୍ଲେ ଆମେ ଜାନିପାର୍ବୁ ଜେ ତମର୍ ଆଇବା ବେଲା ଅଇଲାନି ଆରି ଏ ଜୁଗ୍ ସେସ୍ ଅଇସି ବଲି?” । (aiōn )
Եւ մինչ դեռ նստած էր Ձիթենեաց լերան վրայ, աշակերտները առանձին մօտեցան նրան ու ասացին. «Ասա՛ մեզ, այդ ե՞րբ կը լինի, եւ կամ քո գալստեան ու այս աշխարհի վախճանի նշանն ի՞նչ կը լինի»: (aiōn )
4 ୪ ଜିସୁ କଇଲା, “ଜାଗ୍ରତ୍ଅଇକରି ରୁଆ, ଜେନ୍ତିକି କେ ମିସା ତମ୍କେ ନ ନାଡାଅତ୍ ।
Յիսուս պատասխանեց եւ ասաց նրանց. «Զգո՛յշ եղէք, գուցէ մէկը ձեզ խաբի.
5 ୫ କେତେ କେତେ ଲକ୍ମନ୍ ମର୍ ନାଉଁ ଦାରି ଆସି କଇବାଇ, ‘ମୁଇ ଆକା କିରିସ୍ଟ ମସିଅ ।’ ସେମନ୍ ଏନ୍ତାର୍ କଇ କେତେ କେତେ ଲକ୍ମନ୍କେ ନାଡାଇବାଇ ।
որովհետեւ շատերը կը գան իմ անունով ու կ՚ասեն, թէ՝ ես եմ Քրիստոսը. եւ շատերին կը մոլորեցնեն:
6 ୬ ତମର୍ ଲଗେ ଅଇତେ ରଇବା ଜୁଇଦର୍ କିଲ୍ବିଲ୍ ଅଇବାଟା ସୁନ୍ସା ଆରି ଦୁରିକେ ଅନି ଅଇତେ ରଇବା ଜୁଇଦର୍ କବର୍ ଜାନ୍ସା । ମାତର୍ ଡରାନାଇ, ବାଇଦରେ ଏନ୍ତି ଗଟ୍ନା ଅଇସି । ମାତର୍ ଏଟାର୍ ଅରତ୍ ନଏଁ ଜେ, ଜୁଗ୍କାଲ୍ କେଟିଗାଲା ।
Լսելու էք պատերազմների ձայներ եւ պատերազմների լուրեր. զգո՛յշ եղէք, չխռովուէք, որովհետեւ պէտք է, որ այդ ամէնը լինի, բայց դա դեռ վախճանը չէ:
7 ୭ ଦେସ୍ ଦେସ୍ ବିତ୍ରେ ଜୁଇଦ୍ ଅଇସି, ଗଟେକ୍ ରାଇଜ୍ ଆରି ଗଟେକ୍ ରାଇଜ୍ ଉପ୍ରେ ଜୁଇଦ୍ କର୍ସି । ସବୁ ବାଟେ ମର୍ଡି ଆରି ଦର୍ତନି ଚୁଲ୍ବୁଲ୍ସି ।
Ազգ ազգի դէմ պիտի ելնի, եւ թագաւորութիւն՝ թագաւորութեան դէմ, եւ պիտի լինեն սով, համաճարակ ու տեղ-տեղ երկրաշարժներ:
8 ୮ ମାତର୍ ଏଟାମନ୍ ସବୁ ମାଇଜିମନର୍ ଆତ୍ଗଡ୍ ସୁକ୍ଅଇବା ବେଲେ ପର୍ତୁମ୍ ପର୍ତୁମ୍ ଅଇବା ଦୁକାସୁକା ପାରା ।
Սակայն այս ամէնը սկիզբն է երկանց:
9 ୯ ତମେ ଦାରାଇ ଅଇ ମାଡ୍ କାଇବାକେ ଆରି ମରନର୍ ଡଣ୍ଡ୍ ପାଇବାକେ ସର୍ପି ଅଇସା । ତମେ ମକେ ବିସ୍ବାସ୍ କଲାର୍ ପାଇ ବଲି ସବୁ ଲକ୍ ଗିନ୍ କର୍ବାଇ ।
Այն ժամանակ ձեզ նեղութեան պիտի մատնեն եւ պիտի սպանեն ձեզ. եւ իմ անուան պատճառով բոլոր ազգերի կողմից ատելի պիտի լինէք:
10 ୧୦ ସେଡ୍କିବେଲେ କେତେ କେତେ ଲକ୍ ତାକର୍ ବିସ୍ବାସ୍ ଆରାଇବାଇ, ତାକର୍ ତାକର୍ ବିତ୍ରେ ଗିନ୍ ଅଇକରି ତାକର୍ ତାକର୍ ବିତ୍ରେ ବିସ୍ବାସେ ବିସ୍ ଦିଆ ଦିଇ ଅଇବାଇ ।
Եւ այն ժամանակ շատերը պիտի գայթակղուեն եւ միմեանց պիտի մատնեն ու միմեանց պիտի ատեն:
11 ୧୧ ସେବେଲେ କେତେ କେତେକ୍ ଟକାବଣ୍ଡା ବବିସତ୍ବକ୍ତା ଆସିକରି ଲକ୍ମନ୍କେ ନାଡାଇବାଇ ।
Եւ բազում սուտ մարգարէներ պիտի ելնեն ու շատերին պիտի մոլորեցնեն:
12 ୧୨ ଏନ୍ତାରି ଅଇ ପାପ୍ ଅଦିକ୍ ଅଦିକ୍ ଅଇସି ଆରି ପର୍ମେସର୍ ପାଇରଇବା ଲକ୍ମନର୍ ଆଲାଦ୍ ସିତଲ୍ ଅଇଜାଇସି ।
Եւ անօրինութեան շատանալուց՝ շատերի սէրը պիտի ցամաքի:
13 ୧୩ ମାତର୍ ଜେ ସାରାସାରି ଜାକ ମୁର୍ଚିକରି ରଇସି, ସେ ମୁକ୍ତି ପାଇସି ।
Բայց ով մինչեւ վերջ համբերեց, նա պիտի փրկուի:
14 ୧୪ ରାଇଜର୍ ସବୁ ବାସାର୍ ଲକ୍ମନର୍ ଲଗେ, ମାପ୍ରୁର୍ ସାକିଦେବାକେ ଦୁନିଆର୍ ଗୁଲାଇବାଟେ ତାର୍ କାତା ସୁନାଇବାଇ । ତାର୍ପଚେ ସେ ଜୁଗ୍ ସାର୍ସି ।”
Եւ արքայութեան այս Աւետարանը պիտի քարոզուի ամբողջ աշխարհում՝ ի վկայութիւն բոլոր հեթանոսների. եւ ապա պիտի գայ վախճանը»:
15 ୧୫ ଦାନିଏଲ୍ ବବିସତ୍ବକ୍ତା ଟିକି ନିକି ଇସାବେ ଲେକିରଇବା ସେ ବାୟାବିକଲର୍ ଦିନ୍ ତମେ ଆରି ତରେକ୍ ଦେକ୍ସା । ସେଟା ସୁକଲ୍ ଜାଗାକେ ଅସୁକଲ୍ କରିଦେଇସି । ଇତିର୍ ଅରତ୍ କାଇଟା, ପଡ୍ଲା ଲକ୍ ବୁଜା ।
«Արդ, երբ տեսնէք սարսափելի սրբապղծութիւնը, - որի մասին ասուած է Դանիէլ մարգարէի միջոցով, - որ հաստատուած է սուրբ վայրում (ով ընթերցում է, թող հասկանայ),
16 ୧୬ ସେବେଲେ ଜନ୍ ଲକ୍ମନ୍ ଜିଉଦା ରାଇଜେ ରଇବାଇ, ସେମନ୍ ଡଙ୍ଗ୍ରେ ପାଲାଅତ୍ ।
այն ժամանակ, ովքեր Հրէաստանում կը լինեն, թող փախչեն լեռները.
17 ୧୭ ଜନ୍ ଲକ୍ମନ୍ ଚାଉନି ଉପ୍ରେ ରଇବାଇ, ସେମନ୍ ଗର୍ବିତ୍ରର୍ ଜିନିସ୍ ପତର୍ ନେବାକେ ତଲେ ଆସି ଚୁଚାଇ ଚୁଚାଇ ବେଲା ନ ଗଡାଅତ୍ ।
եւ ով տանիքի վրայ կը լինի, իր տնից բան վերցնելու համար թող ցած չիջնի.
18 ୧୮ ଜନ୍ ଲକ୍ମନ୍ ପଦାଇ ଜାଇତେ ରଇବାଇ, ସେମନ୍ ତାକର୍ ଲୁଗା ପଚିଆ ନେବାକେ ଗରେ ନ ବାଉଡତ୍ ।
եւ ով հանդում կը լինի, իր վերնազգեստը վերցնելու համար թող յետ չդառնայ:
19 ୧୯ ସେଡ୍କିବେଲେ ଗାଗ୍ଡେ ରଇବା ମାଇଜିମନ୍ ଆରି ପିଲାକେ ଦୁଦ୍ କୁଆଇତେ ରଇବା ମାମନର୍ ଦସା କେଡେ ଇନସ୍ତା ଅଇସି ।
Բայց վա՜յ այդ օրերին յղիներին ու ստնտուներին:
20 ୨୦ ଏ ସବୁ ଗଟ୍ନା ସିତ୍ ଦିନେ ନ ଅ । ସେଟାର୍ପାଇ ପର୍ମେସର୍କେ ପାର୍ତନା କର୍ତେ ରୁଆ, ଜେନ୍ତାରି କି ସିତ୍ମାସେ ନଇଲେ ବିସ୍ରାମ୍ବାରେ ତମ୍କେ ପାଲାଇବାକେ ନ ପଡେ ।
Աղօթեցէ՛ք, որ ձեր փախուստը չլինի ձմրանը եւ ոչ էլ շաբաթ օրը.
21 ୨୧ ସେବେଲେ ଜନ୍ ଦୁକ୍ ପାଇବାକେ ପଡ୍ସି, ଦୁନିଆ ତିଆର୍ ଅଇଲାଟାନେଅନି ଆଜିକେ ଜାକ ଅଇ ରଇବା ସବୁ କସ୍ଟତେଇଅନି ଅଦିକ୍ ଅଇଜାଇସି । ସେନ୍ତାରି ଦୁକ୍ ଆଗ୍କେ ଆରି କେବେ ନ ଆସେ ।
որովհետեւ այդ ժամանակ մեծ նեղութիւն պիտի լինի, որպիսին չի եղել աշխարհի արարչագործութեան սկզբից մինչեւ այժմ եւ այլեւս չի էլ լինի:
22 ୨୨ ମାତର୍ ପର୍ମେସର୍ ଦୁକର୍ ବେଲା ଉନାକରି ଦେଇଆଚେ । ସେନ୍ତାରି ନ କରିରଇଲେ କେ ମିସା ନ ରଇତାଇ । ମାତର୍ ସେ ବାଚିରଇବା ଲକ୍ମନ୍କେ ଜିଆଇବାପାଇ ପର୍ମେସର୍ ସେ ବେଲା ଉନାକରି ଦେଇଆଚେ ।
Եւ եթէ այդ օրերը չկարճեցուէին, ոչ մի մարմին չէր ազատուի. բայց ընտրեալների պատճառով այդ օրերը պիտի կարճեցուեն:
23 ୨୩ ସେବେଲେ କେ ଜଦି ତମ୍କେ ଇତି କିରିସ୍ଟ ଆଚେ ନଇଲେ ତେଇ ସେ ଆଚେ ବଲି କଇସି, ତାକେ ବିସ୍ବାସ୍ କରା ନାଇ ।
Այն ժամանակ եթէ մէկը ձեզ ասի՝ ահա՛ Քրիստոսը այստեղ է կամ այնտեղ, չհաւատաք նրան.
24 ୨୪ କାଇକେ ବଇଲେ ମୁଇ ନିଜେ ମସିଅ କି ମୁଇ ନିଜେ ବବିସତ୍ବକ୍ତା ବଲାଇଅଇତେ ରଇବା ଟକାବଣ୍ଡାକରୁମନ୍ ସେବେଲେ ଦେକାଇଅଇବାଇ । ସେମନ୍ କାବା ଅଇଜିବା କାମ୍ମନ୍ ଦେକାଇ ପର୍ମେସର୍ ବାଚି ରଇବା ଲକ୍ମନ୍କେ ମିସା ନାଡାଇବାଇ ।
որովհետեւ սուտ քրիստոսներ եւ սուտ մարգարէներ պիտի ելնեն եւ մեծամեծ նշաններ ու զարմանալի գործեր պիտի ցոյց տան՝ Աստծու ընտրեալներին անգամ մոլորեցնելու աստիճան, եթէ հնար լինի:
25 ୨୫ ଦେକା, ସେ ବେଲା ନ ଆଇବା, ଆଗ୍ତୁ ମୁଇ ତମ୍କେ ଜାନାଇଦେଲିନି ।
Ահա ձեզ առաջուց ասացի:
26 ୨୬ “ଦେକା, ଜଦି ଲକ୍ମନ୍ ସେ ମରୁବାଲି ରଇବା ଜାଗାଇ ଆଚେ ବଲି କଇବାଇ, ତମେ ତେଇ ଜାଆ ନାଇ । କି ସେମନ୍ ଇତି ଦେକିଦେକା ସେ ଲୁଚିଆଚେ ବଲି କଇବାଇ, ସେମନ୍କେ ବିସ୍ବାସ୍ କରା ନାଇ ।
Ապա եթէ ձեզ ասեն՝ ահա՛ անապատի մէջ է, չելնէք, կամ թէ՝ ահա՛ մառանում է, չհաւատաք.
27 ୨୭ ଉଦିଆନ୍ ଦିଗେଅନି ବୁଡ୍ତି ଦିନ୍ ଜାକ ଜେନ୍ତାରି ବିଜ୍ଲି ମାରିକରି ଗୁଲାଇ ଆକାସ୍ ଉଜଲ୍ ଅଇସି, ସେନ୍ତାରି ଅଇକରିସେ ନର୍ପିଲା ମୁଇ ଆଇବି ।”
որովհետեւ ինչպէս փայլակը, որ ելնում է արեւելքից եւ երեւում է մինչեւ արեւմուտք, մարդու Որդու գալուստը այնպէս կը լինի:
28 ୨୮ “ଜନ୍ତି ମଡା ପିଙ୍ଗି ରଇବାଇ, ତେଇ ମଡ୍କାଉ ଗିଦ୍ମନ୍ ରୁଣ୍ଡିରଇବାଇ ।”
Ուր որ դիակն է, այնտե՛ղ կը հաւաքուեն արծիւները»:
29 ୨୯ ସେ ଦୁକର୍ବେଲା ସାର୍ବା ବେଲେ, ବେଲ୍ ଜାଉଁଲି ଜାଇସି, ଜନ୍ ଆରି ଉଜଲ୍ ନ ଡିସାଏ, ବାଦ୍ଲେଅନି ତାରାମନ୍ ଅଦର୍ବାଇ ଆରି ବାଦ୍ଲେ ଉଜଲ୍ ଦେବାଟାମନ୍ ସବୁ ବାଟ୍ ବାନା ଅଇଜିବାଇ ।
«Այդ օրերի նեղութիւնից անմիջապէս յետոյ, արեգակը պիտի խաւարի, եւ լուսինը իր լոյսը չպիտի տայ, եւ աստղերը երկնքից պիտի ընկնեն, ու երկնքի զօրութիւններ պիտի շարժուեն:
30 ୩୦ ତାର୍ ପଚେ ନରପିଲା ମୁଇ ବାଦ୍ଲେ ଆଇବାଟା ଦେକ୍ସା । ଆରି ଡାକ୍ପୁଟାଅଇ ପାନି ବାଦ୍ଲେ ବପୁ ସଙ୍ଗ୍ ଆଇବାଟା ଦେକି ଦର୍ତନିର୍ ଲକ୍ମନ୍ କାନ୍ଦାବୁବା ଅଇଜିବାଇ ।
Եւ ապա երկնքի վրայ մարդու Որդու նշանը պիտի երեւայ, ու այդ ժամանակ երկրի բոլոր ազգերը լացուկոծ պիտի անեն եւ պիտի տեսնեն մարդու Որդուն, որ գալիս է երկնքի ամպերի վրայով՝ զօրութեամբ եւ բազում փառքով:
31 ୩୧ ବଡ୍ ମଇରି ବାଜ୍ସି । ଆରି ଗୁଲାଇ ସରଗର୍ ଗଟେକ୍ କନେ ଅନି ବିନ୍ ବିନ୍ କନେ ରଇବା ମର୍ ବାବା ବାଚି ରଇବା ଲକ୍ମନ୍କେ ଟୁଲିଆଇବାକେ ମୁନୁସ୍ ପିଲା ମୁଇ ମର୍ ଦୁତ୍ମନ୍କେ ପାଟାଇବି ।
Եւ նա պիտի ուղարկի իր հրեշտակներին մեծ շեփորով, ու պիտի հաւաքեն նրա ընտրեալներին չորս կողմերից՝ երկնքի ծագերից մինչեւ միւս ծագերը»:
32 ୩୨ ଡୁମ୍ରି ଗଚେଅନି ସିକା । ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କର୍ସି, ଆରି କାଁଚାପତ୍ରିଆ ଡିସ୍ଲେ କାରାଦିନ୍ କେଟ୍ଲା ବଲି ତମେ ଜାନ୍ସା ।
«Թզենո՛ւց սովորեցէք առակը. որովհետեւ, երբ նրա ոստերը կակղեն, եւ տերեւը ցցուի, կ՚իմանաք, որ ամառը մօտ է:
33 ୩୩ ସମାନ୍ ସେନ୍ତାର୍ସେ ଏ ସବୁ ଜାକ ଅଇବାଟା ଦେକ୍ଲେ, ସାରାସାରି ଦିନ୍କାଲ୍ ଆରାମ୍ ଅଇଲା ବଲି ତମେ ଜାନା ।
Նոյնպէս եւ դուք՝ երբ այս բոլորը տեսնէք, իմացէ՛ք, թէ մօտ է Նա, դռների առաջ:
34 ୩୪ “ଏତାଇରୁଆ, ମୁଇ ସତ୍ କଇଲିନି, ଏବେ ଜିବନ୍ ରଇଲା ଲକ୍ମନର୍ ବିତ୍ରେଅନି ସବୁ ଲକ୍ ମର୍ବା ଆଗ୍ତୁ, ଏସବୁ ବିସଇ ଗଟ୍ସି ।
Ճշմարիտ եմ ասում ձեզ, որ այս սերունդը չպիտի անցնի, մինչեւ որ այս ամէնը կատարուի:
35 ୩୫ ସରଗ୍ ଆରି ମଚ୍ପୁର୍ କୁରୁପ୍ନାସ୍ ଅଇଜାଇସି, ମାତର୍ ମର୍ ସବୁ ବାକିଅ କେବେ ମିଚ୍ ନ ଅଏ ।
Երկինք եւ երկիր պիտի անցնեն, բայց իմ խօսքերը չպիտի անցնեն»:
36 ୩୬ “ସେ ଦିନ୍, ସେ ବେଲା କେବେ ଆଇସି, କେ କଇନାପାରତ୍ । ପର୍ମେସରର୍ ପିଲା ମୁଇ ମିସା କି ସରଗର୍ ଦୁତ୍ମନ୍ ମିସା ସେ କାତା ନାଜାନତ୍, ବାବା ପର୍ମେସର୍ ଆକା ଜାନିଆଚେ ।
«Բայց այդ օրուայ եւ ժամուայ մասին ոչ ոք չգիտէ. ո՛չ երկնքի հրեշտակները եւ ո՛չ էլ Որդին, այլ՝ միայն Հայրը:
37 ୩୭ ନଅର୍ ବେଲେ ଜେନ୍ତାରି ଗଟିରଇଲା, ସମାନ୍ ସେନ୍ତାରିସେ ନର୍ପିଲା ମୁଇ ଆଇବା ବେଲା ମିସା ।
Եւ ինչպէս Նոյի օրերն էին, այնպէս պիտի լինի մարդու Որդու գալստեանը.
38 ୩୮ ପୁର୍ତିବି ଉପ୍ରେ ପାନି ବର୍ତି ଅଇବାବେଲେ ଅନି ନଅ ପାନିଜାଜେ ପୁର୍ବା ଜାକ, ଲକ୍ମନ୍ କାଆ ପିଇ ଅଇ ବିବା କାମେ ତେରେପେତେ ଅଇରଇଲାଇ ।
որովհետեւ, ինչպէս որ ջրհեղեղից առաջ եղած օրերն էին, - երբ ուտում էին եւ խմում, կին էին առնում ու մարդու էին գնում, մինչեւ այն օրը, երբ Նոյը տապանը մտաւ,
39 ୩୯ ପାନିତେଇ ସେମନ୍ ବଅଁଲି ଜିବା ଜାକ, କାଇଟା ଅଇଲାନି, ଜାନି ନ ରଇଲାଇ । ନର୍ପିଲା ମୁଇ ଆଇବା ବେଲେ ସମାନ୍ ସେନ୍ତାରି ଅଇସି ।
ու նրանք բան չիմացան մինչեւ որ ջրհեղեղը եկաւ ու վերցրեց տարաւ բոլորին, - այնպէս պիտի լինի մարդու Որդու գալստեանն էլ:
40 ୪୦ ସେ ବେଲାଇ ପଦାଇ ପାଇଟି କର୍ତେ ରଇବା ଦୁଇ ଲକର୍ ବିତ୍ରେ ଅନି ଗଟେକ୍ ଲକ୍କେ ବାଚ୍ବାଇ ଆରି ଗଟେକ୍ ଲକ୍କେ ଚାଡିଦେବାଇ ।
Այն ժամանակ, եթէ դաշտի մէջ երկու հոգի լինեն, մէկը պիտի վերցուի, եւ միւսը պիտի թողնուի:
41 ୪୧ ଗର୍ତେରଇବା ଦୁଇଟା ମାଇଜି ମନର୍ ବିତ୍ରେ ଅନି ଗଟେକ୍ ଲକ୍ ବାଚି ଅଇସି ଆରି ଗଟେକ୍ ଲକ୍ ରଇଜାଇସି ।
Եւ եթէ երկու կին աղան մի երկանքի վրայ, մէկը պիտի վերցուի, եւ միւսը պիտի թողնուի:
42 ୪୨ ସେନ୍ତି ବଇଲେ ତମେ ଜାଗ୍ରତ୍ ଅଇ ରୁଆ, କାଇକେ ବଇଲେ ତମର୍ ମାପ୍ରୁ କେଡେବେଲା ଆଇସି, ତମେ ନାଜାନାସ୍ ।
Արթո՛ւն կացէք, որովհետեւ չգիտէք, թէ ո՛ր ժամին կը գայ ձեր Տէրը:
43 ୪୩ କେଡେବଲ୍ ଚର୍ ପୁର୍ସି ବଲି ଜାନିରଇଲେ, ଗର୍ ସାଉକାର୍ ଜାଗ୍ରତ୍ ରଇ ଚର୍କେ ଗରେ ପୁର୍ବାକେ ନ ଦେଏ ।
Ա՛յս իմացէք. եթէ տանտէրը գիտենար, թէ ո՛ր ժամին գող կը գայ, կը հսկէր եւ չէր թողնի, որ իր տունը ծակեն:
44 ୪୪ ତମେ ମିସା ସବୁବେଲେ ଜାଗ୍ରତ୍ ରଇକରି ତିଆର୍ ଅଇ ରୁଆ । କାଇକେ ବଇଲେ ତମେ ଜାଗି ନ ରଇଲା ବେଲେସେ ନର୍ପିଲା ମୁଇ ଉଟିଆଇବି ।
Դրա համար դուք էլ պատրա՛ստ եղէք, որովհետեւ այն ժամին, երբ չէք սպասում, մարդու Որդին կը գայ»:
45 ୪୫ “ସେନ୍ତି ବଇଲେ କେ ତେବେ ନିମାନ୍ ଆରି ବୁଦି ରଇବା ଦାଙ୍ଗ୍ଡା? ଜାର୍ ଉପ୍ରେ ସାଉକାର୍ ବିନ୍ ଦାଙ୍ଗ୍ଡାମନର୍ ଟିକ୍ ବେଲାଇ, କାଇବା କାଦି ଦେବା ଦାଇତ୍ ଦେଇରଇସି ।
«Իսկ ո՞վ է այն հաւատարիմ եւ իմաստուն ծառան, որին իր տէրը իր ծառաների վրայ կարգեց՝ իր ժամին կերակուր տալու համար նրանց:
46 ୪୬ ସାଉକାର୍ ବାଉଡି ଆଇଲା ବେଲେ ସେ ଦାଙ୍ଗ୍ଡା ଜଦି ଟିକ୍ ସଙ୍ଗ୍ କାମ୍ କରିରଇସି ବଇଲେ, ତାର୍ କେଡେକ୍ ନିକ କରମ୍!
Երանի՜ է այն ծառային, որին տէրը, գալով, կը գտնի այդպէս արած:
47 ୪୭ ମୁଇ ସତ୍ କଇଲିନି, ସେନ୍ତାରି ଦାଙ୍ଗ୍ଡାକେ ସାଉକାର୍ ଗଟେକ୍ ଦିନେ ତାର୍ ସବୁ ଦନ୍ ସଁପତିର୍ ଦାଇତ୍ ଦେଇ ଦେଇସି ।
Ճշմարիտ եմ ասում ձեզ, որ նրան կը կարգի իր ամբողջ ունեցուածքի վրայ:
48 ୪୮ ମାତର୍ ସେ ଦାଙ୍ଗ୍ଡା ଜଦି ‘ସାଉକାର୍ ନ ଆସେତା’ ବଲି ବାବ୍ସି ଆରି
Իսկ եթէ չար ծառան իր մտքում ասի՝ իմ տէրը ուշանում է գալ,
49 ୪୯ ବିନ୍ ଦାଙ୍ଗ୍ଡାମନ୍କେ ମାର୍ପିଟ୍ କରି ମଦୁଆମନର୍ ସଙ୍ଗ୍ କିଆପିଆ କର୍ତେ ରଇସି,
եւ սկսի իր ծառայակիցներին հարուածել եւ հարբեցողների հետ ուտի եւ խմի,
50 ୫୦ ସେ ଜାଗ୍ରତ୍ ନ ରଇଲା ବେଲେ ଆରି ଜନ୍ ବେଲାଇ ସେ ନାଜାନି ରଏ, ସେ ଦିନେ ଆରି ସେ ବେଲାଇସେ ସାଉକାର୍ ବାଉଡିଆଇସି ।
եւ այդ ծառայի տէրը գայ այն օրը, երբ չէր սպասում, եւ այն ժամին, երբ չէր իմանում,
51 ୫୧ ତାକେ ସେଡ୍କି ବେଲେ କଣ୍ଡ୍ କଣ୍ଡ୍ କରି କାଟି ଦେଇସି । ସେ ନାଡାଉମନର୍ ଦସାର୍ ଡଣ୍ଡ୍ ପାଇସି । ଆରି ସାରାସାରି ଦାଁତ୍ କାତ୍ରି ମାର୍ଚପ୍ ଅଇ କାନ୍ଦ୍ସି ।”
նրան կը սպանի եւ կեղծաւորների վախճանին կ՚արժանացնի. այնտեղ կը լինի լաց ու ատամների կրճտում»: