< ମାତିଉ 25 >
1 ୧ “ସେଡିକିବେଲେ ସରଗ୍ ରାଇଜେ କେଟ୍ବା ବାଟ୍ ଏନ୍ତି ଅଇସି । ଦସ୍ଟା ଦାଙ୍ଗ୍ଡିମନ୍ ସବୁ ଲକ୍ ଗଟେକ୍ ଗଟେକ୍ ବତି ଦାରି ବାଟେ, ବର୍ ଦାଙ୍ଗ୍ଡାକେ ଜାଗ୍ବାର୍ ଜାଇରଇଲାଇ ।
Then, will the kingdom of the heavens become like unto, ten virgins, who, taking their torches, went forth to meet the bridegroom.
2 ୨ ସେମନର୍ ବିତ୍ରେଅନି ପାଁଚ୍ଟା ଦାଙ୍ଗ୍ଡି ଚତୁର୍ ରଇଲାଇ, ଆରି ପାଁଚ୍ଟା ଦାଙ୍ଗ୍ଡି ବକୁଆ ରଇଲାଇ ।
Now, five of them, were foolish, and, five, prudent.
3 ୩ ବକୁଆ ରଇଲା ଦାଙ୍ଗ୍ଡିମନ୍ ଅଦିକ୍ ଚିକନ୍ ନେଇ ନ ରଇଲାଇ ।
For, the foolish—though they took, their torches, took not with them, oil:
4 ୪ ମାତର୍ ଚତୁର୍ ରଇବା ଦାଙ୍ଗ୍ଡିମନ୍ ନିଜର୍ ନିଜର୍ ବତି ଟାନେ ରଇବାଟା ଚାଡି ଆରି କାଁଚେ ମିସା ଚିକନ୍ ବର୍ତି କରି ନେଇରଲାଇ ।
But, the prudent, took oil in their vessels, with their torches.
5 ୫ ବର୍ ଦାଙ୍ଗ୍ଡା ଆଇବାଟା ଅଲ୍ସମ୍ ଅଇଲାକେ ଦାଙ୍ଗ୍ଡିମନ୍ ଜୁମ୍ରି ଜୁମ୍ରି କରି ସଇଦେଲାଇ ।”
Now, the bridegroom, delaying, they all became drowsy, and were sleeping.
6 ୬ ମଜା ରାତିବେଲାଇ ଆଉଲି ସୁନି ଅଇଲା, “ଏଦେ ଦେକା! ବର୍ ଦାଙ୍ଗ୍ଡା ଆଇଲାବେ! ଆସା ସେମନ୍କେ ଡାକିଆନୁ!”
And, at midnight, an outcry hath been made—Lo! the bridegroom! Be going forth to meet him!
7 ୭ ଦାଙ୍ଗ୍ଡିମନ୍ ଉଟିକରି ନିଜର୍ ନିଜର୍ ବତିମନ୍ ସାଜାଡ୍ଲାଇ ।
Then, arose all those virgins, and trimmed their torches.
8 ୮ ସେଡ୍କି ବେଲେ ବକୁଆ ଦାଙ୍ଗ୍ଡିମନ୍ ଚତୁର୍ ରଇଲା ଦାଙ୍ଗ୍ଡିମନ୍କେ କଇଲାଇ “ଆମ୍କେ କଣ୍ଡେକ୍ ଚିକନ୍ ଦିଆ । ଆମର୍ ବତି ଲିବିଗାଲାନି ।”
And, the foolish, unto the prudent, said—Give us of your oil, because, our torches, are going out.
9 ୯ ଚତୁର୍ ଦାଙ୍ଗ୍ଡିମନ୍ କଇଲାଇ, “ତମ୍କେ ଦେଲେସରି ଆମର୍ ପାଇ ଚିକନ୍ ନ ଅଏ । ତମେ ଦୁକାନେ ଜାଇ ନିଜର୍ ନିଜର୍ ପାଇ ଚିକନ୍ ଗେନିଆନା ।”
But the prudent, answered, saying—Lest once, by any means, there be not enough for us and you, be going rather unto them that sell, and buy for yourselves
10 ୧୦ ସେଟାର୍ପାଇ ବୁଦି ନଇଲା ଦାଙ୍ଗ୍ଡିମନ୍ ଚିକନ୍ ଗେନ୍ବାକେ ବାରଇଲାଇ । ସେମନ୍ ଗାଲା, ପଚେ ବର୍ ଦାଙ୍ଗ୍ଡା ଆସି କେଟ୍ଲା । ଜାଗ୍ରତ୍ ଅଇରଇଲା ପାଁଚ୍ଟା ଚତୁର୍ ଦାଙ୍ଗ୍ଡିମନ୍ ତାକର୍ ସଙ୍ଗ୍ ବିବା ବଜିତେଇ ଗାଲା ପଚେ କାପାଟ୍ ଡାବିଅଇଗାଲା ।
But, as they were going away to buy, the bridegroom came; and, they who were ready, went in with him, into the marriage-feast, and, the door was locked.
11 ୧୧ ସେ ବୁଦି ନ ରଇଲା ଦାଙ୍ଗ୍ଡିମନ୍ ପଚେ ସେ ଜାଗାଇ ଆଇଲାଇ, ଏ ମାପ୍ରୁ, ଏ ମାପ୍ରୁ କାପାଟ୍ ଉଗାଡା, ଆମେ ବିତ୍ରେ ଜିବୁ ବଲି ସେମନ୍ ଆଉଲି ଅଇଲାଇ ।
But, afterwards, came the other virgins also, saying—Lord! Lord! open unto us!
12 ୧୨ ବର୍ଦାଙ୍ଗ୍ଡା କଇଲା, “ମୁଇ ସତ୍ କଇଲିନି, ତମେ କେ, ମୁଇ ନାଜାନି ।”
And, he, answering, said—Verily, I say unto you, I know you not.
13 ୧୩ କାତା କଇବାଟା ସାରାଇ, କରି ଜିସୁ କଇଲା, “ଜାଗ୍ରତ୍ ଅଇ ରୁଆ । ସେ ଦିନ୍ କି ବେଲା କେ ମିସା ନାଜାନାସ୍ ।”
Be watching, therefore, because ye know, neither the day nor the hour.
14 ୧୪ “ସରଗ୍ ରାଇଜ୍ ଏନ୍ତାରି, ସେ ବିସଇର୍ ଆରି ଗଟେକ୍ କାତା ସୁନା । ତରେକ୍ ଗଟେକ୍ ଲକ୍ ତାର୍ ଚାକର୍ମନ୍କେ, ତାର୍ ସଁପତି ଚାଡିଦେଇ ବିଦେସେ ଉଟିଗାଲା ।
For it is, just as a man, who, going from home, called his own servants, and delivered up to them his substance;
15 ୧୫ ସେମନର୍ ପାର୍ବା ଇସାବେ ସେମନ୍କେ କେତେକ୍ କେତେକ୍ ଡାବୁ ଜିମା ଦେଲା । ଗଟେକ୍ ଲକ୍କେ ପାଁଚ୍ ଅଜାର୍ ରୁପା ଟାଙ୍ଗା ଦେଲା, ଗଟେକ୍ ଲକ୍କେ ଦୁଇ ଅଜାର୍, ଆରି ଗଟେକ୍ଲକ୍କେ ଅଜାର୍ ରୁପା ଟାଙ୍ଗା ଦେଲା । ଆରି ବିଦେସେ ଉଟିଗାଲା ।
And, to one, indeed, gave he five talents, and, to another, two, and, to another, one, —to each according to his particular ability, and went from home.
16 ୧୬ ପାଁଚ୍ ଅଜାର୍ ରୁପାଟାଙ୍ଗା ନେଇରଇଲା ଚାକର୍ ସେ ଡାବୁ ବେବାର୍ କରି ଆରି ପାଁଚ୍ ଅଜାର୍ ଲାବ୍କଲା ।
Straightway, he who, the five talents, had received, went and traded with them, and gained other five:
17 ୧୭ ସେନ୍ତାରି ଦୁଇ ଅଜାର୍ଟା ନେଇରଇଲା ଚାକର୍ ମିସା ଆରି ଦୁଇ ଅଜାର୍ ଲାବ୍କଲା ।
Likewise, he of the two, gained other two:
18 ୧୮ ମାତର୍ ଜନ୍ ଚାକର୍ ଅଜାର୍ଟା ପାଇରଇଲା, ସେ ଗଟେକ୍ କାଲ୍କୁନି ସାଉକାର୍ ଦେଇରଇବା ସେ ରୁପା ଟାଙ୍ଗା ଲୁଚାଇ ସଙ୍ଗଇଲା ।
But, he who the one had received, went away, and digged up ground, and hid the silver of his lord.
19 ୧୯ “ବେସିଦିନ୍ ଗାଲା ପଚେ ସାଉକାର୍ ବାଅଡ୍ଲା ଆରି ଚାକର୍ମନର୍ ସଙ୍ଗ୍ ଇସାବ୍କିତାବ୍ କଲା ।”
And, after a long time, cometh the lord of those servants, and reckoneth with them.
20 ୨୦ ପାଁଚ୍ ଅଜାର୍ ରୁପାଟାଙ୍ଗା ନେଇରଇଲା ଚାକର୍ ଆସି ଆରି ପାଁଚ୍ ଅଜାର୍ ଦେଇ କଇଲା, “ସାଉକାର୍ ତମେ ମକେ ପାଁଚ୍ ଅଜାର୍ ଦେଇରଇଲାସ୍, ଏଦେ ଦେକା, ମୁଇ ଆରି ପାଁଚ୍ ଅଜାର୍ ଲାବ୍ କଲିଆଚି ।”
And he who the five talents had received, coming forward, brought other five talents, saying, —Lord! five talents, to me, thou didst deliver up: See! other five talents, I gained.
21 ୨୧ ସାଉକାର୍ ସାର୍ଦା ଅଇ ତାକେ କଇଲା, “ଟିକ୍ କରିଆଚୁସ୍, ତୁଇ ମର୍ କେଡେକ୍ ନିକ ଆରି ବିସ୍ବାସ୍ ରଇବା ଚାକର୍! ତମେ ବିସ୍ବାସ୍ ସଙ୍ଗ୍ ଉନା ଦନ୍ କାର୍ବାର୍ କରି ରଇଲାର୍ ପାଇ ତମ୍କେ ବେସି ଦନ୍ ଚାଡିଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।”
His lord said unto him—Well-done! good and faithful servant, —Over a few things wast thou faithful, over many things, will I appoint thee: Enter into the joy of thy lord.
22 ୨୨ “ଦୁଇ ଅଜାର୍ ରୁପାଟାଙ୍ଗା ନେଇ ରଇଲା ଚାକର୍ ଆସି କଇଲା, ସାଉକାର୍ ତମେ ମକେ ଦୁଇ ଅଜାର୍ ଦେଇ ରଇଲାସ୍, ମୁଇ ଆରି ଦୁଇ ଅଜାର୍ ଲାବ୍ କଲିଆଚି ।”
He also of the two talents, coming forward, said—Lord! two talents, to me, didst thou deliver up: See! other two talents, I gained.
23 ୨୩ ସାଉକାର୍ କଇଲା, କେଡେକ୍ ନିକ! ତୁଇ ମିସା ମର୍ ବଡିଆ ଚାକର୍ । ଉନା ଡାବୁ ମିସା ନିକକରି କାମେ ଲାଗାଇଲୁସ୍ । ଏବେ ତର୍ ଜିମାରେ ମୁଇ ବୁତେକ୍ ଦନ୍ ଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।
His lord said unto him—Well-done! good and faithful servant, —Over a few things, wast thou faithful, over many things, will I appoint thee: Enter into the joy of thy lord.
24 ୨୪ ସାରାସାରି ଅଜାର୍ ରୁପାଟାଙ୍ଗା ପାଇରଇଲା ଚାକର୍ ଆସି କଇଲା, “ଏ ସାଉକାର୍ ମୁଇ ଜାନି, ତମେ ଗଟେକ୍ ବେସି ରିସା ଅଇବା ଲକ୍ । ବୁନି ନ ରଇବା ପଦାଇ କାଟ୍ସା ଆରି ବିଅନ୍ ନ ବୁନିକରି ତାସ୍ ବାରା ବାନ୍ଦ୍ସା ।
But he also who, the one talent, had received, coming forward, said—Lord I knew thee, that thou art a, hard, man, reaping, where thou hast not sown, —and gathering, whence thou hast not winnowed;
25 ୨୫ ସେଟାର୍ ପାଇ ମୁଇ ଡରିକରି ତମର୍ ଦନ୍ ମାଟିତେଇ କାଲ୍କୁନି ତପି ରଇଲି । ଏଦେ ଦେକା! ତମର୍ ସେ ଟାଙ୍ଗା!”
And, overcome with fear, I went away, and hid thy talent in the ground: See! thou hast what is thine!
26 ୨୬ ସାଉକାର୍ କଇଲା, “ଅଇରେ କାମ୍କେ ନଇଲା ବାଡୁ! ତୁଇତା ଜାନିରଇଲୁସ୍, ମୁଇ ଜନ୍ତି ବୁନି ନ ରଇ, ତେଇ ତାସ୍ ଟୁଲିଆଇବି ।
And his lord, answering, said unto him—O wicked servant, and cowardly, knewest thou that I reap, where I have not sown, and gather, whence I have not winnowed?
27 ୨୭ ତେବେ ମର୍ ଟାଙ୍ଗାନେଇ ବିନ୍ ଲକ୍ମନ୍କେ କଲନ୍ତର୍ ଇସାବେ ଦେଇରଇଲେ ମିସା ତେଇଅନି ମକେ କଲନ୍ତର୍ ମିଲ୍ତା ।”
It was binding on thee, therefore, to cast my silver into the money-changers, —and, I, when I, came, might have obtained what was mine, with interest.
28 ୨୮ ଏନ୍ତାରି କଇ ସାଉକାର୍ ଆଦେସ୍ ଦେଲା, ଏ ଚାକରର୍ଟାନେ ଅନି ସବୁ ଟାଙ୍ଗା ନେଇ, ଜାର୍ ଆତେ ଦସ୍ଅଜାର୍ ଆଚେ, ତାକେ ଦେଇଦିଆସ୍ ।
Therefore take away, from him, the talent, and give unto him that hath the ten talents;
29 ୨୯ କାଇକେ ବଇଲେ ଜାକେ ଆଚେ, ତାକେ ଅଦିକ୍ ଦିଆଅଇସି । ଆରି ସେ ଅଦିକ୍ ଅଦିକ୍ ଲାବ୍ କର୍ସି । ମାତର୍ ଜାକେ ନାଇ ତାର୍ଲଗେ ଜାଇଟା ଆଚେ, ସେଟା ମିସା ତାରତେଇଅନି ଚାଡାଇ ନିଆଅଇସି ।
For, to every one that hath, shall be given, and he shall be made to abound; but, from him that hath not, even what he hath, shall be taken away from him:
30 ୩୦ ଏ କାମ୍କେ ନଇଲା ଚାକର୍କେ ବାଇରେ ଦାରିଜା ଆରି ଆନ୍ଦାରେ ପଙ୍ଗିଦିଆସ୍ । ତେଇ ସେ କିଲିବିଲିଅଇ ଦାତ୍ କାତ୍ରି ମାରି ଚପି ଅଇ କାନ୍ଦ୍ସି ।
And, the unprofitable servant, cast ye forth into the darkness, outside: There, shall be wailing and gnashing of teeth.
31 ୩୧ ଜେଡେବେଲା ନର୍ପିଲା ମୁଇ ରାଜାଅଇ ମର୍ ସରଗର୍ ଦୁତ୍ମନର୍ ସଙ୍ଗ୍ ଆଇବି, ଆରି ମର୍ ଡାକ୍ପୁଟା ବସ୍ବା ଜାଗାଇ ବସ୍ବି,
But, whensoever the Son of Man shall come in his glory, and all the messengers with him, then will he sit on his throne of glory;
32 ୩୨ ସବୁ ଜାତିର୍ ଲକ୍ ମର୍ ମୁଆଟେ ଟୁଲ୍ ଅଇବାଇ । ସେଡ୍କି ବେଲା ଗଉଡ୍ ଜେନ୍ତି ମେଣ୍ଡା ଆରି ଚେଲିମନ୍କେ ବେଗ୍ଲାଇସି, ସେନ୍ତି ନର୍ପିଲା ମୁଇ ଲକ୍ମନ୍କେ ଦୁଇ ଦଲ୍ କରି ବାଗ୍ କର୍ବି ।
And there will be gathered before him, all the nations, and he will separate them one from another, just as, the shepherd! separateth the sheep from the goats, —
33 ୩୩ ଦରମ୍ ଲକ୍ମନ୍କେ ଉଜା ବାଟେ ଆରି ବିନ୍ ଲକ୍ମନ୍କେ ମର୍ ଡେବ୍ରି ବାଟେ ସଙ୍ଗଇବି ।
And he will set, the sheep, indeed, on his right hand, but, the goats, on the left.
34 ୩୪ ତାର୍ ପଚେ ମର୍ ଉଜାବାଟେ ରଇଲା ଲକ୍ମନ୍କେ ମୁଇ କଇବି, “ଆସା, ତମ୍କେ ମର୍ ବାବା ଆସିର୍ବାଦ୍ କଲାଆଚେ । ଦୁନିଆ ତିଆର୍ଅଇଲା ବେଲେଅନି ଜନ୍ ରାଇଜ୍ ତମର୍ ପାଇ ତିଆର୍ ଅଇଲା ଆଚେ, ଆସା, ତେଇ ଜାଇ ପୁରା ।
Then, will the king say to those on his right hand: Come ye, the blessed of my Father! Inherit the kingdom prepared for you from the foundation of the world;
35 ୩୫ ମୁଇ ବୁକେ ରଇଲି, ତମେ ମକେ କୁଆଇଲାସ୍ । ମକେ ସସ୍ କଲା, ତମେ ମକେ କାଇବାକେ ଦେଲାସ୍ । ମୁଇ ଚିନାର୍ ଜାନାର୍ ନ ରଇଲି, ମକେ ତମର୍ ଗରେ ଗତିଆ କରି ଡାକ୍ଲାସ୍ ।
For I hungered, and ye gave me to eat, I thirsted, and ye gave me drink, a stranger, was I, and ye took me home,
36 ୩୬ ମୁଇ ଡୁମ୍ଣ୍ଡା ରଇଲି, ମକେ ବସ୍ତର୍ ପିନ୍ଦାଇଲାସ୍ । ମୁଇ ଜର୍ଦାରାଇ ଅଇରଇଲି, ମକେ ଜତନ୍ କଲାସ୍ । ମୁଇ ବନ୍ଦି ଗରେ ରଇଲି ମକେ ଦେକ୍ବାର୍ ଆସିରଇଲାସ୍ ।”
Naked, and ye clothed me, sick, and ye visited me, in prison, was I, and ye came unto me.
37 ୩୭ ଦରମ୍ ଲକ୍ମନ୍ କଇବାଇ, “ମାପ୍ରୁ! କେବେ ତମେ ବୁକେ ରଇଲାଟା ଦେକି ତମ୍କେ କାଇବାକେ ଦେଇରଇଲୁ? କେବେ ତମ୍କେ ସସ୍ କଲାଜେ ପାନି କାଇବାକେ ଦେଇ ରଇଲୁ?
Then, will the righteous answer him, saying: Lord! when, saw we thee—hungry, and fed thee, or thirsty, and gave thee drink?
38 ୩୮ କେବେ ତମେ ଚିନାର୍ ଜାନାର୍ ନ ଅଇରଇଲାସ୍ ଜେ ଆମେ ତମ୍କେ ଗତିଆ କରି ଗରେ ଡାକି ରଇଲୁ? ଆରି କେବେ ଡୁମ୍ଣ୍ଡା ରଇଲାସ୍ ଜେ ପିନ୍ଦ୍ବାକେ ବସ୍ତର୍ ଦେଇ ରଇଲୁ?
And, when, saw we thee—a stranger, and took thee home, or naked, and clothed thee?
39 ୩୯ କେବେ ତମେ ଜର୍ ଦାରାଇ ଅଇରଇଲାସ୍ଜେ ଆମେ ତମ୍କେ ଜତନ୍ କଲୁ? ଆରି କେବେ ତମେ ବନ୍ଦି ଗରେ ରଇଲାସ୍ଜେ ଆମେ ଦେକ୍ବାର୍ ଆସିରଇଲୁ?”
And, when, saw we thee—sick, or in prison, and came unto thee?
40 ୪୦ ପଚେ, ମୁଇ ସେମନ୍କେ କଇବି, ମୁଇ ତମ୍କେ ସତ୍କଇଲିନି, ଏ ମର୍ ବାଇମନର୍ ବିତ୍ରେ ସବୁର୍ଟାନେଅନି ଗଟେକ୍ ସାନ୍ ଲକର୍ ପାଇ, ଜାଇଟା ସବୁ କରିଆଚାସ୍, ସେଟା ମର୍ ପାଇ କରିଆଚାସ୍ ।
And, answering, the king will say unto them: Verily, I say unto you—Inasmuch as ye did it unto one of these my least brethren, unto me, ye did it.
41 ୪୧ ତାର୍ପଚେ ଡେବ୍ରିବାଟେ ବସି ରଇବା ଲକ୍ମନ୍କେ ମୁଇ କଇବି “ଏଇ ସାଇପ୍ ପାଇରଇବା ଦଲର୍ ଲକ୍ମନ୍! ମର୍ ମୁଆଟେ ରୁଆନାଇ । ସଇତାନ୍ ଆରି ତାର୍ ସଙ୍ଗ୍ ରଇଲା ଦୁତ୍ମନର୍ ପାଇ, ସବୁବେଲେ ଲାଗି ରଇବା ଜଇକୁଣ୍ଡ୍ ତିଆର୍ ଅଇଲାଆଚେ । ତେଇ ଜାଆ! (aiōnios )
Then, will he say unto those also, on his left hand: Depart ye from me, accursed ones! Into the age-abiding fire, which hath been prepared for the adversary and his messengers; (aiōnios )
42 ୪୨ ମୁଇ ବୁକେ ରଇଲି, ତମେ ମକେ କାଇବାକେ ଦିଆସ୍ ନାଇ, ମକେ ସସ୍ କଲାଜେ ପାନି ଗୁଡିକ୍ ଦିଆସ୍ ନାଇ ।
For I hungered, and ye gave me not to eat, [and] I was thirsty, and ye gave me not to drink,
43 ୪୩ ମୁଇ ଅଚିନାର୍ ଅଇ ରଇଲା ବେଲେ ମକେ ଡାକାସ୍ ନାଇ । ମୁଇ ଡୁମ୍ଣ୍ଡା ରଇଲା ବେଲେ ମକେ ବସ୍ତର୍ ପିନ୍ଦାଆସ୍ ନାଇ । ଜର୍ ଦାରାଅଇ ଆରି ବନ୍ଦି ଅଇ ରଇଲା ବେଲେ, ମକେ ଜତନ୍ କରାସ୍ନାଇ ।”
A stranger, was I, and ye took me not home, naked, and ye clothed me not, sick, and in prison, and ye visited me not.
44 ୪୪ ସେମନ୍ ସେଡ୍କିବେଲେ ମକେ କଇବାଇ, “ମାପ୍ରୁ, ତମ୍କେ ଆମେ କେବେ ବୁକେ ରଇଲା ବେଲେ, ସସେ ରଇଲା ବେଲେ, ଅଚିନାର୍ ରଇଲା ବେଲେ, ଡୁମ୍ଣ୍ଡା ରଇଲା ବେଲେ ଆରି ଜର୍ ଦାରାଇଅଇ ବନ୍ଦି ରଇବାଟା ଦେକି ତମ୍କେ ସାଇଜ କରୁ ନାଇ?”
Then, will, they also, answer, saying: Lord! when saw we thee—hungry, or thirsty, or a stranger, or naked, or sick, or in prison, and ministered not unto thee?
45 ୪୫ ସତଇସେ ମୁଇ କଇବି, “ଏ ସାନ୍ ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍କେ ସାଇଜ କର୍ବାକେ ମନାକର୍ବା ବେଲେ, ତମେ ମକେ ସାଇଜ କରାସ୍ ନାଇ ।
Then, will he answer them, saying: Verily, I say unto you—Inasmuch as ye did it not, unto one of these least, neither unto me, did ye it.
46 ୪୬ ଏନ୍ତାରି ଲକ୍ମନ୍କେ ସବୁ ଦିନର୍ ପାଇ ଡଣ୍ଡ୍ ମିଲ୍ସି ଆରି ଦରମ୍ ଲକ୍ମନ୍ ନ ସାର୍ବା ଜିବନ୍ ପାଇବାଇ ।” (aiōnios )
And, these, shall go away, into, age-abiding, correction, but, the righteous, into, age-abiding, life. (aiōnios )