< ମାତିଉ 27 >
1 ୧ ତାର୍ ଆରକର୍ ଦିନର୍ ସାକାଲ୍ ସାକାଲ୍ ଜିସୁକେ ମରାଇଦେବାକେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ରାଜି ଅଇଲାଇ ।
πρωιας δε γενομενης συμβουλιον ελαβον παντες οι αρχιερεις και οι πρεσβυτεροι του λαου κατα του ιησου ωστε θανατωσαι αυτον
2 ୨ ସେମନ୍ ଜିସୁକେ ସିକିଲି ସଙ୍ଗ୍ ବାନ୍ଦି ରମ୍ରାଇଜର୍ ରାଜା ପିଲାତର୍ ଲଗେ ଦାରିଗାଲାଇ ।
και δησαντες αυτον απηγαγον και παρεδωκαν αυτον ποντιω πιλατω τω ηγεμονι
3 ୩ ଜେଡେବେଲେ ବିସ୍ବାସେ ବିସ୍ ଦେଉ ଜିଉଦା ଜିସୁକେ ମରନର୍ ଡଣ୍ଡ୍ ଆଦେସ୍ ଅଇଲା ଆଚେ ବଲି ସୁନ୍ଲା, ସେ ଦୁକ୍ ଅଇ ଏତାଇଲା ଆରି ମୁକିଅ ପୁଜାରିମନ୍କେ ଆରି ପାର୍ଚିନ୍ମନ୍କେ ତିରିସ୍ଟା ରୁପାଟାଙ୍ଗା ବାଉଡାଇଦେଇ କଇଲା,
τοτε ιδων ιουδας ο παραδιδους αυτον οτι κατεκριθη μεταμεληθεις απεστρεψεν τα τριακοντα αργυρια τοις αρχιερευσιν και τοις πρεσβυτεροις
4 ୪ “ଗଟେକ୍ କାଇ ଦସ୍ ନ ରଇଲା ଲକ୍କେ ମୁଇ ବିସ୍ବାସେ ବିସ୍ ଦେଲାପାରା କରି ବଡ୍ ପାପ୍ କରିଆଚି ।” ସେମନ୍ କଇଲାଇ, “ତେଇ ଆମର୍ କାଇଟା ଆଚେ? ସେଟା ତର୍ ନିଜର୍ କାତା ।”
λεγων ημαρτον παραδους αιμα αθωον οι δε ειπον τι προς ημας συ οψει
5 ୫ ଜିଉଦା ସେମନ୍ ଦେଇରଇବା ରୁପାଟାଙ୍ଗା ମନ୍ଦିର୍ ବିତ୍ରେ ପିଙ୍ଗିଦେଇ ଉଟିଗାଲା । ତାର୍ପଚେ ସେ ଜାଇକରି ଗାଲାଇ ଡର୍ ବାନ୍ଦି ଉଚ୍କିଅଇ ମରିଗାଲା ।
και ριψας τα αργυρια εν τω ναω ανεχωρησεν και απελθων απηγξατο
6 ୬ ମୁକିଅ ପୁଜାରିମନ୍ ଜିଉଦା ପିଙ୍ଗି ରଇଲା ରୁପାଟାଙ୍ଗାମନ୍ ଟୁଲିଆଇ କଇଲା, “ଏଟା ବନିର୍ ମୁଲିଅ, ଏଟା ମନ୍ଦିରର୍ ଦାନ୍ଦେବା ଜାଗାଇ ସଙ୍ଗଇବାଟା ନିୟମ୍ ବିରୁଦର୍ କାମ୍ ।”
οι δε αρχιερεις λαβοντες τα αργυρια ειπον ουκ εξεστιν βαλειν αυτα εις τον κορβαναν επει τιμη αιματος εστιν
7 ୭ ସେ ଡାବୁ କେନ୍ତାରି କର୍ଚ କରିଅଇସି, ଏ ବିସଇର୍ କାତାବାର୍ତା ଅଇ କୁମାର୍କେତ୍ ନାଉଁର୍ କଣ୍ଡେକ୍ ଜମି ଗେନ୍ଲାଇ । ଏଟା ବିନ୍ ଦେସର୍ ମଲା ଲକ୍ମନର୍ ପାଇ କବର୍ ଦେବା ଜାଗା ଅଇଲା ।
συμβουλιον δε λαβοντες ηγορασαν εξ αυτων τον αγρον του κεραμεως εις ταφην τοις ξενοις
8 ୮ ତେବର୍ ପାଇ ଆଜିକେ ଜାକ ସେ ଜାଗାକେ ବନିର୍ ଜାଗାବଲିକରି କଇଲାଇନି ।
διο εκληθη ο αγρος εκεινος αγρος αιματος εως της σημερον
9 ୯ ଏ ବିସଇ ନେଇକରି ଜିରିମିୟ ବବିସତ୍ବକ୍ତା ଜେନ୍ତି କଇରଇଲା, ସେଟା ପୁରାପୁରୁନ୍ ଅଇଲା । ଜନ୍ଟା ତିରିସ୍ ଟାଙ୍ଗାକେ ବିକ୍ବାକେ ଇସ୍ରାଇଲର୍ ପିଲାମନ୍ ରାଜି କରିରଇଲାଇ ସେଟା ନେଲାଇ ।
τοτε επληρωθη το ρηθεν δια ιερεμιου του προφητου λεγοντος και ελαβον τα τριακοντα αργυρια την τιμην του τετιμημενου ον ετιμησαντο απο υιων ισραηλ
10 ୧୦ ଆରି ତିରିସ୍ଟା ଅଦ୍ଲି ଡାବୁ ନେଇ ସେମନ୍ କୁମାର୍ କେତ୍ ଗେନ୍ଲାଇ । ଏଟା କର୍ବାକେ ମକେ ମାପ୍ରୁ ଆଦେସ୍ ଦେଇରଇଲା ।
και εδωκαν αυτα εις τον αγρον του κεραμεως καθα συνεταξεν μοι κυριος
11 ୧୧ ଜିସୁର୍ ମୁଆଟେ ଦେକି ରମ୍ ରାଇଜର୍ ସାସନ୍କାରିଆ ପିଲାତ ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା କି?” ଜିସୁ ତାକେ କଇଲା, ତୁଇ ସେଟା କଇଲୁସ୍ନି ।
ο δε ιησους εστη εμπροσθεν του ηγεμονος και επηρωτησεν αυτον ο ηγεμων λεγων συ ει ο βασιλευς των ιουδαιων ο δε ιησους εφη αυτω συ λεγεις
12 ୧୨ ମାତର୍ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜିସୁର୍ ବିରୁଦେ ଆନିରଇବା ନିନ୍ଦା କାତାର୍ କାଇମିସା ଉତର୍ ଦେଏ ନାଇ ।
και εν τω κατηγορεισθαι αυτον υπο των αρχιερεων και των πρεσβυτερων ουδεν απεκρινατο
13 ୧୩ ତେବର୍ ପାଇ ପିଲାତ୍ ତାକେ କଇଲା, ତର୍ ବିରୁଦେ ସେମନ୍ ଜାଇ ଜାଇଟା କଇଲାଇନି ସେଟା କାଇ ତୁଇ ସୁନି ନାପାର୍ଲୁସ୍ନି କି?
τοτε λεγει αυτω ο πιλατος ουκ ακουεις ποσα σου καταμαρτυρουσιν
14 ୧୪ ମାତର୍ ଜିସୁ ପଦେକ୍ ମିସା କଏନାଇ ଜେ ପିଲାତ୍ କାବାଅଇଗାଲା ।
και ουκ απεκριθη αυτω προς ουδε εν ρημα ωστε θαυμαζειν τον ηγεμονα λιαν
15 ୧୫ ନିସ୍ତାର୍ ପରବ୍ ବେଲେ ରମିୟ ସାସନ୍କାରିଆ ଲକ୍ମନର୍ ମନ୍ କଲା ଇସାବେ କାକେ ମିସା ଗଟେକ୍ ବନ୍ଦି ଲକ୍କେ ବନ୍ଦିଗରେଅନି ମୁକ୍ଲାଇଦେବା ରିତିନିତି ରଇଲା ।
κατα δε εορτην ειωθει ο ηγεμων απολυειν ενα τω οχλω δεσμιον ον ηθελον
16 ୧୬ ସେବେଲେ ବାର୍ବା ନାଉଁର୍ ଗଟେକ୍ ବଡ୍ ଟାଉଟରିଆ ନର୍ମାରୁ ବନ୍ଦି ଅଇରଇଲା ।
ειχον δε τοτε δεσμιον επισημον λεγομενον βαραββαν
17 ୧୭ ତେଇ ଆସି ରଇଲା ଲକ୍ମନ୍କେ ପିଲାତ୍ ପାଚାର୍ଲା, “ମୁଇ କାକେ ମୁକ୍ଲାଇ ଦେବି ବଲି ତମେ ମନ୍ କଲାସ୍ନି? ବାର୍ବାକେ କି ଜିସୁକେ, ଜାକେ କିରିସ୍ଟ ବଲି କଇବାଇ?”
συνηγμενων ουν αυτων ειπεν αυτοις ο πιλατος τινα θελετε απολυσω υμιν βαραββαν η ιησουν τον λεγομενον χριστον
18 ୧୮ ପିଲାତ୍, ଜିଉଦି ନେତାମନ୍ ଆଁକାର୍ ଅଇ ଜିସୁକେ ତାର୍ଟାନେ ସର୍ପିଦେଇ ଆଚତ୍ ବଲି ନିକ ସଙ୍ଗ୍ ଜାନିରଇଲା ।
ηδει γαρ οτι δια φθονον παρεδωκαν αυτον
19 ୧୯ ପିଲାତ୍ ବିଚାର୍ନା ଜାଗାଇ ବସି ରଇଲାବେଲେ ତାର୍ ମାଇଜି ଗଟେକ୍ କବର୍ କଇଲା, “କାଇ ଦସ୍ପାପ୍ ନ କଲା ସେ ଲକ୍କେ କାଇଟା କରା ନାଇ । କାଲି ରାତି ସପ୍ନେ ତାର୍ ଲାଗି ମୁଇ ବେସି କସ୍ଟ ପାଇଲି ।”
καθημενου δε αυτου επι του βηματος απεστειλεν προς αυτον η γυνη αυτου λεγουσα μηδεν σοι και τω δικαιω εκεινω πολλα γαρ επαθον σημερον κατ οναρ δι αυτον
20 ୨୦ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ବାର୍ବାକେ ମୁକ୍ଲାଇ ଦେଇକରି, ଜିସୁକେ ମରନ୍ ଡଣ୍ଡ୍ ଦେବାକେ ଲକ୍ମନ୍କେ ପିଲାତର୍ ଲଗେ ଜାଇ ଦାବି କର୍ବାକେ ଉସ୍କାଇଲାଇ ।
οι δε αρχιερεις και οι πρεσβυτεροι επεισαν τους οχλους ινα αιτησωνται τον βαραββαν τον δε ιησουν απολεσωσιν
21 ୨୧ ପିଲାତ୍ ଆରି ତରେକ୍ ଲକ୍ମନ୍କେ ପାଚାର୍ଲା, “ମୁଇ ଏ ଦୁଇ ଲକର୍ ବିତ୍ରେଅନି କାକେ ମୁକ୍ଲାଇ ଦେବି ବଲି ତମେ ମନ୍ କଲାସ୍ନି?” ସେମନ୍ କଇଲାଇ, “ବାର୍ବାକେ”
αποκριθεις δε ο ηγεμων ειπεν αυτοις τινα θελετε απο των δυο απολυσω υμιν οι δε ειπον βαραββαν
22 ୨୨ ପିଲାତ୍ ପାଚାର୍ଲା, “ତେବେ ସବୁ ଲକ୍ ମସିଅ ବଲି ଜାନିରଇଲା ଜିସୁକେ ମୁଇ କାଇଟା କର୍ବି?” “ତାକେ କୁର୍ସେ ଚଗାଆ” ବଲି ସବୁଲକ୍ ଆଉଲି ଅଇଲାଇ ।
λεγει αυτοις ο πιλατος τι ουν ποιησω ιησουν τον λεγομενον χριστον λεγουσιν αυτω παντες σταυρωθητω
23 ୨୩ ପିଲାତ୍ ପାଚାର୍ଲା, “ମାତର୍ ସେ କାଇ ଦସ୍ କଲା ଆଚେ?” ସେମନ୍ ଆରି ଅଦିକ୍ ଆଉଲିଅଇ କଇବାର୍ ଦାର୍ଲାଇ “ତାକେ କୁର୍ସେ ଚଗାଆ ।”
ο δε ηγεμων εφη τι γαρ κακον εποιησεν οι δε περισσως εκραζον λεγοντες σταυρωθητω
24 ୨୪ ଜେଡେବେଲେ ପିଲାତ୍ ଦେକ୍ଲା ଜେ ସେମନ୍କେ ଆରି କାଇଟା କଇକରି ମିସା ଲାବ୍ ନାଇ, ନଇଲେ ଗଣ୍ଡ୍ଗଲ୍ ଅଇବାର୍ ଉପ୍ରେ ଆଚେ, ସେ ପାନି ଗୁଡିକ୍ ନେଇ, ସବୁ ଲକ୍ମନର୍ ମୁଆଟେ ଆତ୍ ଦଇପାକାଇ କଇଲା, “ଏ ଲକର୍ ମରନର୍ ପାଇ ମୁଇ ଦାଇ ନାଇ । ଏଟା ତମର୍ କାମ୍ ।”
ιδων δε ο πιλατος οτι ουδεν ωφελει αλλα μαλλον θορυβος γινεται λαβων υδωρ απενιψατο τας χειρας απεναντι του οχλου λεγων αθωος ειμι απο του αιματος του δικαιου τουτου υμεις οψεσθε
25 ୨୫ ଲକ୍ମନ୍ କଇଲାଇ, “ତାର୍ ମରନର୍ ଡଣ୍ଡର୍ ଦସ୍ ପାଇବାର୍ ରଇଲେ, ସେ ଦସ୍ ଆମ୍କେ ଆରି ଆମର୍ ପିଲାଜିଲାକେ ପଡ ।”
και αποκριθεις πας ο λαος ειπεν το αιμα αυτου εφ ημας και επι τα τεκνα ημων
26 ୨୬ ସାରାସାରି ପିଲାତ୍ ବାର୍ବାକେ ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାର୍ବାକେ ଆଦେସ୍ ଦେଲା, ତାର୍ ପଚେ କୁର୍ସେ ମରାଇବା ପାଇ ସନିଅମନ୍କେ ସର୍ପି ଦେଲାଇ ।
τοτε απελυσεν αυτοις τον βαραββαν τον δε ιησουν φραγελλωσας παρεδωκεν ινα σταυρωθη
27 ୨୭ ପିଲାତର୍ ସନିଅମନ୍ ଜିସୁକେ ରମିୟ ସାସନ୍କାରିଆର୍ ଗରେ ଦାରି ଗାଲାଇ ଆରି ତାର୍ ଚାରିବେଟ୍ତି ଟିଆଅଇଲାଇ ।
τοτε οι στρατιωται του ηγεμονος παραλαβοντες τον ιησουν εις το πραιτωριον συνηγαγον επ αυτον ολην την σπειραν
28 ୨୮ ସେ ପିନ୍ଦି ରଇବାଟା ବେଟି ନେଇକରି ତାକେ ଗଟେକ୍ ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦାଇ ଦେଲାଇ ।
και εκδυσαντες αυτον περιεθηκαν αυτω χλαμυδα κοκκινην
29 ୨୯ କାଟାର୍ ମୁକୁଟ୍ ତିଆର୍ କରି ତାର୍ ମୁଣ୍ଡେ ପିନ୍ଦାଇ ଦେଲାଇ ଆରି ତାର୍ ଉଜା ଆତେ ଗଟେକ୍ ଡାଙ୍ଗ୍ ଦାରାଇ ଦେଲାଇ । ତାର୍ ପଚେ, ତାର୍ ମୁଆଟେ ମାଣ୍ଡିକୁଟା ଦେଇ କିଜାଇକରି କଇଲାଇ, “ଏ ଜିଉଦିମନର୍ ରାଜା! ବେସି ଦିନ୍ ବଁଚି ରଅ ।”
και πλεξαντες στεφανον εξ ακανθων επεθηκαν επι την κεφαλην αυτου και καλαμον επι την δεξιαν αυτου και γονυπετησαντες εμπροσθεν αυτου ενεπαιζον αυτω λεγοντες χαιρε ο βασιλευς των ιουδαιων
30 ୩୦ ସେମନ୍ ଜିସୁର୍ ଉପ୍ରେ ତୁକି ପାକାଇଲାଇ ଆରି ସେ ଦାରି ରଇବା ଡାଙ୍ଗ୍ସଙ୍ଗ୍ ତାର୍ ମୁଣ୍ଡେ ମାର୍ଲାଇ ।
και εμπτυσαντες εις αυτον ελαβον τον καλαμον και ετυπτον εις την κεφαλην αυτου
31 ୩୧ ତାକେ ଏନ୍ତାରି କିଜାଇ ସାର୍ଲା ପଚେ ରାଜା ପିନ୍ଦ୍ବା ବସ୍ତର୍ ବେଟିଦେଇ ତାର୍ ନିଜର୍ ବସ୍ତର୍ ପିନ୍ଦାଇଦେଲାଇ ଆରି ତେଇଅନି ତାକେ କୁର୍ସେ ଚଗାଇବାକେ ଦାରିଗାଲାଇ ।
και οτε ενεπαιξαν αυτω εξεδυσαν αυτον την χλαμυδα και ενεδυσαν αυτον τα ιματια αυτου και απηγαγον αυτον εις το σταυρωσαι
32 ୩୨ ସେମନ୍ ଜିବାବାଟେ କୁରିଣି ସଅରର୍ ସିମନ୍ ନାଉଁର୍ ଗଟେକ୍ ଲକ୍କେ ବେଟ୍ଅଇଲାଇ ଆରି ସନିଅମନ୍ ତାକେ ଜିସୁର୍ କୁର୍ସ ବଇ ନେବାକେ ବାଦିଅ କଲାଇ ।
εξερχομενοι δε ευρον ανθρωπον κυρηναιον ονοματι σιμωνα τουτον ηγγαρευσαν ινα αρη τον σταυρον αυτου
33 ୩୩ ସେମନ୍ ଗଲ୍ଗତା ନାଉଁର୍ ଗଟେକ୍ ଜାଗାଇ କେଟ୍ଲାଇ । ଗଲ୍ଗତାର୍ ଅରତ୍ ଅଇଲାନି, ମୁଣ୍ଡ୍ଗିଗ୍ଡି ପାରା ରଇବା ଜାଗା ।
και ελθοντες εις τοπον λεγομενον γολγοθα ος εστιν λεγομενος κρανιου τοπος
34 ୩୪ ତେଇ ସେମନ୍ ଜିସୁକେ ପିତା ରଇବା ଅଙ୍ଗୁର୍ ରସ୍ କାଇବାକେ ଦେଲାଇ । ସେଟା ଜିସୁ ଅଲପ୍ ଚାକିକରି ଆରି କାଏନାଇ ।
εδωκαν αυτω πιειν οξος μετα χολης μεμιγμενον και γευσαμενος ουκ ηθελεν πιειν
35 ୩୫ ସେମନ୍ ଜିସୁକେ କୁର୍ସେ ମାରି କରି ସେ ପିନ୍ଦିରଇବା ବସ୍ତର୍ ତାକର୍ ତାକର୍ ବିତ୍ରେ କେଡ୍ପୁଟାଇ ବାଟାକରି ନେଲାଇ ।
σταυρωσαντες δε αυτον διεμερισαντο τα ιματια αυτου βαλλοντες κληρον ινα πληρωθη το ρηθεν υπο του προφητου διεμερισαντο τα ιματια μου εαυτοις και επι τον ιματισμον μου εβαλον κληρον
36 ୩୬ ତାର୍ପଚେ ସେମନ୍ କୁର୍ସେ ଚଗାଇଲା ଜିସୁକେ, ତେଇ ଜାଗି ରଇଲାଇ ।
και καθημενοι ετηρουν αυτον εκει
37 ୩୭ ତାର୍ ବିରୁଦେ ଲେକାଅଇରଇବା ଗଟେକ୍ ବରଡ୍ ଲେକି ତାର୍ ମୁଣ୍ଡ୍ ଉପ୍ରେ, ଜୁଲାଇ ରଇଲାଇ । ସେ ବରଡ୍ ଲଗେ ଏନ୍ତି ଲେକାଅଇରଇଲା, ଏ ଅଇଲାନି ଜିଉଦିମନର୍ ରାଜା, ଜିସୁ ।
και επεθηκαν επανω της κεφαλης αυτου την αιτιαν αυτου γεγραμμενην ουτος εστιν ιησους ο βασιλευς των ιουδαιων
38 ୩୮ ତାର୍ପଚେ ସେମନ୍ ତେଇ ଦୁଇଟା ଚର୍ମନ୍କେ ଆନ୍ଲାଇ । ଗଟେକ୍କେ ଜିସୁର୍ ଉଜା ବାଟେ ଆରି ଗଟେକ୍କେ ତାର୍ ଡେବ୍ରି ବାଟେ କୁର୍ସେ ଚଗାଇଲାଇ ।
τοτε σταυρουνται συν αυτω δυο λησται εις εκ δεξιων και εις εξ ευωνυμων
39 ୩୯ ସେବାଟେ ଜାଇତେ ରଇବା ଲକ୍ମନ୍ ମୁଣ୍ଡ୍ ଜୁଲାଇ ଜୁଲାଇ ଜିସୁକେ କିଜାଇ କିଜାଇ କଇଲାଇ,
οι δε παραπορευομενοι εβλασφημουν αυτον κινουντες τας κεφαλας αυτων
40 ୪୦ “ତୁଇସେ କାଇକି ମନ୍ଦିର୍ ବସ୍ଲାଇଦେଇ ତିନ୍ ଦିନ୍କେ ଆରି ତରେକ୍ ତିଆର୍ କରିଦେଇତେ ରଇଲୁସ୍? ତୁଇ ଜଦି ପର୍ମେସରର୍ ପଅ, ନିଜ୍କେ ରକିଆ କର୍ ଆରି କୁର୍ସେଅନି ଉତ୍ରି ଆଉ ।”
και λεγοντες ο καταλυων τον ναον και εν τρισιν ημεραις οικοδομων σωσον σεαυτον ει υιος ει του θεου καταβηθι απο του σταυρου
41 ୪୧ ମୁକିଅ ପୁଜାରି, ଦରମ୍ ଗୁରୁ ଆରି ଜିଉଦି ଜାତିର୍ ପାର୍ଚିନ୍ ନେତାମନ୍ ମିସା ଜିସୁକେ କିଜାଇକରି କଇଲାଇ,
ομοιως δε και οι αρχιερεις εμπαιζοντες μετα των γραμματεων και πρεσβυτερων ελεγον
42 ୪୨ “ସେ ବିନ୍ ଲକ୍ମନ୍କେ ରକିଆ କର୍ତେ ରଇଲା, ମାତର୍ ନିଜ୍କେ ରକିଆ କରିନାପାର୍ଲାନି । ସେ ଇସ୍ରାଏଲର୍ ରାଜା କାଇକି? ଏବେ ଜଦି ସେ କୁର୍ସେଅନି ଉତ୍ରି ଆସି ପାର୍ସି ବଇଲେ ଆମେ ତାକେ ବିସ୍ବାସ୍ କର୍ବୁ ।
αλλους εσωσεν εαυτον ου δυναται σωσαι ει βασιλευς ισραηλ εστιν καταβατω νυν απο του σταυρου και πιστευσομεν αυτω
43 ୪୩ ସେ ନିଜେ ମୁଇ ପର୍ମେସରର୍ ପଅ ବଲି କଇ, ପର୍ମେସର୍ଟାନେ ଆସା କଲାଆଚେ । ଆଲେ ଦେକୁ ତେବେ, ପର୍ମେସର୍ ତାକେ ଏବେ ରକିଆ କର୍ବାକେ ମନ୍ କଲାନି କି ନାଇ ।”
πεποιθεν επι τον θεον ρυσασθω νυν αυτον ει θελει αυτον ειπεν γαρ οτι θεου ειμι υιος
44 ୪୪ ଜିସୁର୍ ସଙ୍ଗ୍ କୁର୍ସେ ଚଗିରଇବା ଦୁଇଟା ଚର୍ମନ୍ ମିସା ତାକେ ସେନ୍ତାରି କିଜାଇଲାଇ ।
το δ αυτο και οι λησται οι συσταυρωθεντες αυτω ωνειδιζον αυτω
45 ୪୫ ସେ ଦିନେ ମୁଣ୍ଡ୍ବେଲାଇ ଅନି ଆଡ୍ବେଲାଇ ଜାକ ଗୁଲାଇ ଜଗତ୍ ଆନ୍ଦାର୍ ଅଇଗାଲା ଆରି ସେଟା ତିନ୍ ଗନ୍ଟାଜାକ ରଇଲା ।
απο δε εκτης ωρας σκοτος εγενετο επι πασαν την γην εως ωρας εννατης
46 ୪୬ ଆଡ୍ବେଲାର୍ ତିନ୍ଟା ବେଲେ ଜିସୁ ଆକ୍ମାରି କଇଲା, “ଏଲି, ଏଲି, ଲାମାସବକ୍ତାନି, ବଇଲେ ଏ ମର୍ ପର୍ମେସର୍, ଏ ମର୍ ପର୍ମେସର୍, ମକେ ତମେ କାଇକେ ଚାଡିଦେଲାସ୍?”
περι δε την εννατην ωραν ανεβοησεν ο ιησους φωνη μεγαλη λεγων ηλι ηλι λαμα σαβαχθανι τουτ εστιν θεε μου θεε μου ινα τι με εγκατελιπες
47 ୪୭ ଲଗେ ଟିଆ ଅଇରଇବା କେତେ ଲକ୍ ଏଟା ସୁନିକରି କଇଲାଇ, “ସେ ଏଲିୟକେ ଡାକ୍ଲାନି ।”
τινες δε των εκει εστωτων ακουσαντες ελεγον οτι ηλιαν φωνει ουτος
48 ୪୮ ଗଟେକ୍ ଲକ୍ ପାଲାଇ ଜାଇ ପିତା ରଇଲା ଅଙ୍ଗୁର୍ରସ୍ଟାନେ ଗଟେକ୍ ସୁତାର୍ ଗର୍ଣ୍ଡା ବୁଡାଇଲା । ଆରି ସେଟା ଲାଟି ଟିପେ ବାନ୍ଦି କାଅ ବଲି ଜିସୁର୍ ମୁଆଟେ ଲାମାଇଦେଲା ।
και ευθεως δραμων εις εξ αυτων και λαβων σπογγον πλησας τε οξους και περιθεις καλαμω εποτιζεν αυτον
49 ୪୯ ବିନ୍ ଲକ୍ମନ୍ କଇଲାଇ “ଚନେକ୍ ଜାଗା, ତାକେ ଏଲିୟ ରକିଆ କର୍ବାକେ ଆଇଲାନି କି ନାଇ ଦେକିଦେକୁ ।”
οι δε λοιποι ελεγον αφες ιδωμεν ει ερχεται ηλιας σωσων αυτον
50 ୫୦ ଜିସୁ ଆରି ତରେକ୍ ଆକ୍ମାରିକରି, ସାରାସାରି ଜିବନ୍ ଚାଡିଗାଲା ।
ο δε ιησους παλιν κραξας φωνη μεγαλη αφηκεν το πνευμα
51 ୫୧ ସେଡ୍କି ବେଲେ ମନ୍ଦିରେ ଜୁଲ୍ତେ ରଇବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ଗନ୍ଦାଅଇ ଚିରିଅଇଗାଲା । ଦର୍ତନି ଚୁଲ୍ବୁଲି ପାକ୍ନାମନ୍ ସବୁ ପୁଟିଗାଲା
και ιδου το καταπετασμα του ναου εσχισθη εις δυο απο ανωθεν εως κατω και η γη εσεισθη και αι πετραι εσχισθησαν
52 ୫୨ ଆରି କବର୍ ଦେଇରଇବା କାଲ୍ମନ୍ ଉଗାଡିଅଇ କେତେକ୍ କେତେକ୍ ପର୍ମେସରର୍ ଦରମ୍ ଲକ୍ମନ୍ ଆରିତରେକ୍ ଜିବନ୍ ଅଇ ଉଟ୍ଲାଇ ।
και τα μνημεια ανεωχθησαν και πολλα σωματα των κεκοιμημενων αγιων ηγερθη
53 ୫୩ ସେମନ୍ କବର୍ ଦେଇରଇବା କାଲେଅନି ଉଟି ଆଇଲାଇ । ଜିସୁ ଆରିତରେକ୍ ଉଟ୍ଲା ପଚେ ଲକ୍ମନ୍, ଏମନ୍କେ ସୁକଲ୍ ଜାଗା ଜିରୁସାଲମେ ଜିବାଟା ଦେକ୍ଲାଇ ।
και εξελθοντες εκ των μνημειων μετα την εγερσιν αυτου εισηλθον εις την αγιαν πολιν και ενεφανισθησαν πολλοις
54 ୫୪ ଦର୍ତନି ଚୁଲ୍ବୁଲି ବିନ୍ ବିନ୍ ଗଟ୍ନା ଅଇବାଟା ଦେକି, ଜିସୁକେ ଜାଗିରଇବା ସନିଅମନର୍ ମୁକିଅ ଆରି ବିନ୍ ସନିଅମନ୍ ଡରିଗାଲାଇ । ସେମନ୍ କଇଲାଇ, “ସତଇସେ ଏ ନିଜେ ପର୍ମେସରର୍ ପଅ ଆକା!”
ο δε εκατονταρχος και οι μετ αυτου τηρουντες τον ιησουν ιδοντες τον σεισμον και τα γενομενα εφοβηθησαν σφοδρα λεγοντες αληθως θεου υιος ην ουτος
55 ୫୫ ଗାଲିଲିଅନି ଜିସୁର୍ ସଙ୍ଗ୍ ରଇକରି ତାକେ ସାଇଜ କରିରଇବା କେତେଟା ମାଇଜି ଦୁରିକେ ରଇକରି ଏଟା ସବୁ ଦେକ୍ତେ ରଇଲାଇ ।
ησαν δε εκει γυναικες πολλαι απο μακροθεν θεωρουσαι αιτινες ηκολουθησαν τω ιησου απο της γαλιλαιας διακονουσαι αυτω
56 ୫୬ ସେମନର୍ ବିତ୍ରେ ମଗ୍ଦଲିନି ମରିୟମ୍, ଜାକୁବ୍ ଆରି ଜସେପର୍ ମାଆ ମରିୟମ୍ ଆରି ଜେବଦିର୍ ମାଇଜି ରଇଲାଇ ।
εν αις ην μαρια η μαγδαληνη και μαρια η του ιακωβου και ιωση μητηρ και η μητηρ των υιων ζεβεδαιου
57 ୫୭ ସଞ୍ଜ୍ବେଲାଇ ଆରାମାତିଆ ସଅରର୍ ଜସେପ୍ ନାଉଁର୍ ଗଟେକ୍ ସାଉକାର୍ ଆସି କେଟ୍ଲା । ସେ ମିସା ଗଟେକ୍ ସିସ୍ ରଇଲା ।
οψιας δε γενομενης ηλθεν ανθρωπος πλουσιος απο αριμαθαιας τουνομα ιωσηφ ος και αυτος εμαθητευσεν τω ιησου
58 ୫୮ ସେ ପିଲାତ୍କେ ବେଟ୍ଅଇକରି ଜିସୁର୍ ମଲାମଡ୍ ଦାରିଜିବାକେ ଗୁଆରି କଲା । ଜସେପ୍ ଗୁଆର୍ଲାକେ ପିଲାତ୍ ମଡ୍ ନେବାକେ ଆଦେସ୍ ଦେଲା ।
ουτος προσελθων τω πιλατω ητησατο το σωμα του ιησου τοτε ο πιλατος εκελευσεν αποδοθηναι το σωμα
59 ୫୯ ସେ ଜିସୁର୍ ଗାଗଡ୍ ଦାରିଗାଲା ଆରି ଗଟେକ୍ ନୁଆ ଚାଦର୍ ଗର୍ଣ୍ଡାଇ ଗୁଡିଆଇ ଦେଲା ।
και λαβων το σωμα ο ιωσηφ ενετυλιξεν αυτο σινδονι καθαρα
60 ୬୦ ପାକ୍ନାଇ ତାକର୍ ନିଜର୍ ପାଇ କୁନି ରଇବା ଗଟେକ୍ ନୁଆ କବର୍ ଦେବା ପାଆରେ ସେଟା ନେଇ ସଙ୍ଗଇଲା ଆରି ସେ ପାଆର୍ ମୁଆଟେ ଗଟେକ୍ ବଡ୍ଟା ଚାଚଡା ପାକ୍ନା ଡାବିଦେଇ ଉଟିଗାଲା ।
και εθηκεν αυτο εν τω καινω αυτου μνημειω ο ελατομησεν εν τη πετρα και προσκυλισας λιθον μεγαν τη θυρα του μνημειου απηλθεν
61 ୬୧ ମଗ୍ଦଲିନି ମରିୟମ୍ ଆରି ବିନ୍ ମରିୟମ୍ ଜିସୁକେ କବର୍ ଦେଲା ପାଆର୍ ମୁଆଟେ ବସି ରଇଲାଇ ।
ην δε εκει μαρια η μαγδαληνη και η αλλη μαρια καθημεναι απεναντι του ταφου
62 ୬୨ ତାର୍ ଆର୍କର୍ ଦିନର୍ ବିସ୍ରାମ୍ବାରେ ମୁକିଅ ପୁଜାରିମନ୍ ଆରି ପାରୁସିମନ୍ ପିଲାତ୍କେ ବେଟ୍ଅଇ କଇଲାଇ,
τη δε επαυριον ητις εστιν μετα την παρασκευην συνηχθησαν οι αρχιερεις και οι φαρισαιοι προς πιλατον
63 ୬୩ “ଆଗିଆଁ, ସେ ବେସି ମିଚୁଆଟା । ବଁଚିରଇଲାବେଲେ ‘ମୁଇ ତିନ୍ଦିନ୍ ପଚେ ଆରିତରେକ୍ ଉଟ୍ବି’ ବଲି କଇତେ ରଇଲା । ଏଟା ଆମର୍ ମନେ ଆଚେ ।
λεγοντες κυριε εμνησθημεν οτι εκεινος ο πλανος ειπεν ετι ζων μετα τρεις ημερας εγειρομαι
64 ୬୪ ତେବର୍ ପାଇ ତିନ୍ ଦିନ୍ ଜାକ ତାକେ କବର୍ ଦେଲାଟାନେ ଜାଗୁଆଲ୍ ଦାର୍ବାକେ ଆଦେସ୍ ଦିଆସ୍ । ସେନ୍ତି କଲେ ତାର୍ ସିସ୍ମନ୍ ତାର୍ ଗାଗଡ୍ ଚରାଇନେଇ ସେ ଜିବନ୍ ଅଇକରି ମଲାତେଇଅନି ଉଟ୍ଲା ବଲି କଇନାପାରତ୍ ।” ସେମନର୍ ଏନ୍ତାରି ମିଚ୍ କାତା ଜାନାଇବାଟା ସବୁର୍ଟାନେଅନି ଅଦିକ୍ କେତି ଅଇସି ।
κελευσον ουν ασφαλισθηναι τον ταφον εως της τριτης ημερας μηποτε ελθοντες οι μαθηται αυτου νυκτος κλεψωσιν αυτον και ειπωσιν τω λαω ηγερθη απο των νεκρων και εσται η εσχατη πλανη χειρων της πρωτης
65 ୬୫ ପିଲାତ୍ କଇଲା, “ଗଟେକ୍ ଦଲ୍ ଜାଗୁଆଲ୍ମନ୍କେ ନିଆ ଆରି ତାକେ କବର୍ ଦେଲାଟାନେ କାଇଟା ନ ପୁର୍ଲା ପାରା ଜାଗାଆ ।”
εφη δε αυτοις ο πιλατος εχετε κουστωδιαν υπαγετε ασφαλισασθε ως οιδατε
66 ୬୬ ସେମନ୍ ଜାଇକରି ଜିସୁକେ କବର୍ ଦେଲାଟାନେ ଜାଗ୍ବାକେ ସନିଅମନ୍ ଟିକ୍ କଲାଇ । କବର୍ ମୁଆଟେ ଡାବି ରଇବା ପାକ୍ନା ଉପ୍ରେ ସିଲ୍ମାରି ଜାଗୁଆଲ୍ମନ୍କେ ଜାଗାଇଲାଇ ।
οι δε πορευθεντες ησφαλισαντο τον ταφον σφραγισαντες τον λιθον μετα της κουστωδιας