< ମାତିଉ 28 >
1 ୧ ବିସ୍ରାମ୍ବାରର୍ ଆର୍କର୍ ଦିନେ, ରଇବାର୍ ସାକାଲେ ମଗ୍ଦଲିନି ମରିୟମ୍ ଆରି ବିନ୍ ମରିୟମ୍ ଜିସୁକେ ସଙ୍ଗଇରଇବା କବର୍ ଦେକ୍ବାର୍ ଗାଲାଇ ।
Sambato b́ beshiyakon ik gawiyotsi shínts aawots Sanbata gudots guur goyoon Megdel dats ash wottsu Mariyamnat Mariyam k'oshun b́ dowu man s'ilosh boami.
2 ୨ ସେଡ୍କିବେଲେ ଅଟାତ୍ ଦର୍ତନି ଚୁଲ୍ବୁଲିଗାଲା । ଏଦେ ଦେକା! ମାପ୍ରୁର୍ ଗଟେକ୍ ସରଗ୍ ଦୁତ୍ ଉତ୍ରି ଆସି, କବର୍ ମୁଆଟେ ଡାବିରଇଲା ପାକ୍ନା ଡୁଲ୍ଗୁଡାଇଦେଇ ତାର୍ ଉପ୍ରେ ବସି ରଇଲା ।
Mann, gawerawo datso ayidek't shek'e b́wutsi, melakiyo darotse oot'wat doowo bín is'eets shútso kukulshk'rat bí'abats be b́dek'i.
3 ୩ ତାର୍ ଗୁଲାଇ ଗାଗଡ୍ ବିଜ୍ଲି ପାରା ଜଟକ୍ତେରଇଲା ଆରି ସେ ପିନ୍ଦିରଇବାଟା ବରପ୍ ପାରା ଚିଟ୍ ଦବ୍ ରଇଲା ।
Ik' melakiman shiitsonwere guumok'owa b́goliri b́teshi, b́tahonwe shetsok'o nas'a b́teshi.
4 ୪ ଜାଗୁଆଲ୍ମନ୍ ଦୁତ୍କେ ଦେକି ଡରି ତର୍ତରି ଗାଲାଇ ଆରି ମଲା ଲକର୍ପାରା ଅଇଗାଲାଇ ।
Kotirwotsu melakiyo bo shattsotse k'ewat duunok'o wotbowtsi,
5 ୫ ସରଗର୍ ଦୁତ୍ ମାଇଜିମନ୍କେ କଇଲା, “ଡରା ନାଇ । ମୁଇ ଜାନି, ତମେ କୁର୍ସେ ମରିରଇବା ଜିସୁକେ ଦେକ୍ବାର୍ ଆସିଆଚାସ୍ ।
Melakiyonmó máátswotssh hank'o bíet, «Itiyere shatk'ayere, jitetso Iyesusi it geyrwok'o danfee,
6 ୬ ସେ ଇତି ନାଇ । ସେ କଇଲା ଇସାବେ ଆରି ତରେକ୍ ଉଟି ଆଚେ । ଆସି ଦେକା, ଇତି ତାର୍ ମଲା ଗାଗଡ୍ ସଙ୍ଗଇରଇଲାଇ ।”
Bíwere hanoke aaliye shin b́ keewtsok'on k'azturee. Hanoke aaliye, b́ duukewoko waar s'iilere.
7 ୭ “ତମେ ଦାପ୍ରେ ଜାଇ ତାର୍ ସିସ୍ମନ୍କେ କୁଆ, ସେ ଆରି ତରେକ୍ ଜିବନ୍ ଅଇଆଚେ ଆରି ତମର୍ ଆଗେ ଆଗେ ଗାଲିଲି ଗାଲା ଆଚେ । ତମେ ତେଇ ତାକେ ଦେକ୍ସା । ମୁଇ ଜାଇଟା କଇଲି ମନେ ରକିରୁଆ ।”
Eshe kaari amr b́danifwotssh ‹K'irotse tuure! hamb, Gelil maantsan itiyere shino amree, manoke bín daatsitute!› err boosh keewwere, eshe itsh keewre.»
8 ୮ ଏ କାତାସୁନି ସେମନ୍ ଦାପ୍ରେ କବର୍ଦେଲା ଟାନେଅନି ସିସ୍ମନର୍ ଲଗେ ପାଲାଇଲାଇ । ଡରିକରି ରଇଲେ ମିସା, ତାକର୍ ମନେ ବେସି ସାର୍ଦା ଜାନିପାର୍ତେ ରଇଲାଇ ।
Maniyere hakon máátswots shatonat ayidek't een geneewoon doowokere kááron k'az boami, b́danifwotssh keewosh bowos'i.
9 ୯ ସେଦାପ୍ରେ ଜିସୁ ସେମନ୍କେ ବେଟ୍ଅଇ କଇଲା, “ତମ୍କେ ସାନ୍ତି ମିଲ!” ସେମନ୍ ଜିସୁର୍ ଲଗେ ଜାଇ ତାର୍ ପାଦ୍ ଦାରି ଜୁଆର୍ କଲାଇ ।
Iyesus weerindatse boon daatst «Jeeno itsh wotowe!» bíet. Bowere b́ maantsan t'int b́ tufo detsdek't bísh bosagadi.
10 ୧୦ ଜିସୁ ସେମନ୍କେ କଇଲା, “ଡରା ନାଇ । ମର୍ ବାଇମନ୍କେ କୁଆ, ସେମନ୍ ଗାଲିଲି ଆସତ୍ । ତେଇ ସେମନ୍ ମକେ ଦେକ୍ବାଇ ।”
Manoor Iyesus, «Shatk'ayere! amr Gelil maants boametuwok'o ti eshwotssh keewwere, taan bo bek'etuweree bíyokne» bíet.
11 ୧୧ ମାଇଜିମନ୍ ତେଇଅନି ଇଣ୍ଡିଜାଇତେ ରଇଲାଇ । ଜିବାବେଲେ ଜିସୁକେ କବର୍ ଦେଇ ରଇବାଟାନେ ଜାଗି ରଇଲା କେତେଟା ସନିଅମନ୍ ନଅରେ ବାଉଡି ଗାଲାଇ । ଜାଇକରି ମୁକିଅ ପୁଜାରିମନ୍କେ ଏ ସବୁ ଅଇଲାଟା ଜାନାଇଲାଇ ।
Máátsmanotsu amoke bobefere kes'irwotsitse ik ikuwots kitots amt́ wotts jam keewman kahani naashwotssh bokeewi.
12 ୧୨ ମୁକିଅ ପୁଜାରିମନ୍ ପାର୍ଚିନ୍ମନର୍ ସଙ୍ଗ୍ ମିସି କୁଟ୍ ପାଁଚ୍ଲାଇ । ସେମନ୍ ସନିଅମନ୍କେ ବେସି ଡାବୁ ଲାଁଚ୍ଦେଇ କଇଲାଇ,
Kahni naashwtsnat eenashwotsn ko'eyat boshiyeyakon kes'fwotssh ay ambaro imt hank'o boeti,
13 ୧୩ ତମେ କୁଆ “ଆମେ ରାତିଆ ସଇଦେଇ ରଇଲା ବେଲେ ତାର୍ ସିସ୍ମନ୍ ଆସି ତାର୍ ମଲା ଗାଗଡ୍ ଚରାଇ ଦାରିଗାଲାଇ ।
«Noo k'eyoke nobeferee b́ danifwots t'úwon waat úmp'dek't bo ami err ash ashuwotssh keewwere.
14 ୧୪ ଜଦି ସାସନ୍କାରିଆ ଏ କାତା ନ ସୁନ୍ସି, ବଇଲେ ତମର୍ ଦସ୍ ନାଇ ବଲି ଆମେ ବୁଜାଇ ଦେବୁ । ଏ ବିସଇନେଇ ତମେ ଦାନ୍ଦା ଉଆନାଇ ।”
Han dats k'eezirwo b́shishetkawotiyal no keewman jango bísh keewr itats gond keewo b́warawok'o woshitwone.»
15 ୧୫ ସନିଅମନ୍ ଡାବୁ ନେଇକରି, ସେମନ୍କେ କଇରଇଲା ଇସାବେ କାମ୍ କଲାଇ । ସେମନ୍ ସେବେଲେ ଜେନ୍ତି କଇରଇଲାଇ, ଜିଉଦିମନ୍ ଆଜିକେ ଜାକ ସେ କାତା ଜାନାଇଲାଇନି ।
Manoor kes'fwots ambaro k'a'údek't boosh keewetsok'o bok'ali, keewanu hambetsish b́ borfetso ayhudiyotsoke b́keeweyiri.
16 ୧୬ ଜିସୁ କଇବା ଇସାବେ ତାର୍ ଏଗାର୍ଟା ସିସ୍ମନ୍ ଗାଲିଲିର୍ ଗଟେକ୍ ଡଙ୍ଗର୍ ଉପ୍ରେ ଗାଲାଇ ।
B́ danif tatse ikwotswere Iyesus bo amish boosh b́kitstso, Geliln fa'a guromadan boami.
17 ୧୭ ଜିସୁକେ ଡଙ୍ଗର୍ ଉପ୍ରେ ଦେକି ସେମନ୍ ତାକେ ଜୁଆର୍ କଲାଇ । କେତେ ଲକ୍ ବିସ୍ବାସ୍ କରତ୍ ନାଇ ।
Bín bobek'tsok'on bísh bosagadi, ik ikuwotsu amanobok'azi,
18 ୧୮ ଜିସୁ ସେମନର୍ ଲଗେ ଜାଇ କଇଲା, “ସରଗ୍ ଆରି ମଚ୍ପୁରର୍ ସବୁ ଅଦିକାର୍ ମକେ ଦିଆଅଇଲା ଆଚେ ।
Iyesusu bowok t'int hank'o bíet, «Al jamo datsatsnowe daratsnowere taash imk'rere
19 ୧୯ ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ ।
Datsatsi ash jamok amr, nihon, naayonat shayiri S'ayno shútson boon gufr t danifwotsi woshweree.
20 ୨୦ ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।” (aiōn )
Taa itn tiazazts jaman bok'alitwok'o boosh daniwere! eshe taa datsu besho b́borfetso jam aawo itntoniye tfaooniyee.» (aiōn )