< ମାତିଉ 5 >
1 ୧ ଜିସୁ ଜବର୍ ଲକ୍ମନ୍ ତାର୍ଟାନେ ଆଇବାଟା ଦେକି ଡଙ୍ଗର୍ ଉପ୍ରେ ଜାଇ ବସ୍ଲା । ସିସ୍ମନ୍ ତାକେ ଚାରିବେଡ୍ତି ଗେରି ରଇଲାଇ ।
And seeing the crowds, he went up onto the mountain, and when he had sat down, his disciples came to him.
2 ୨ ସେବେଲେ ଜିସୁ ସେମନ୍କେ ସିକିଆ ଦେଇ କଇବାର୍ ଦାର୍ଲା ।
Then he opened his mouth and taught them, saying,
3 ୩ “ଜନ୍ ଲକ୍ମନ୍ ଆତ୍ମାଇ କାକୁର୍ତି ଅଇଆଚତ୍, ସେମନର୍ କେଡେକ୍ ନିକ କରମ୍, କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।”
"Blessed are the poor in spirit, for theirs is the kingdom of heaven.
4 ୪ ଦୁକେ ରଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ପର୍ମେସର୍ ସେମନର୍ ଦୁକ୍ ସାରାଇସି ।
Blessed are those who mourn, for they will be comforted.
5 ୫ ସୁଆଲେ ରଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍ ପର୍ମେସର୍ ସପତ୍ କରିରଇବା ବିସଇ ମିଲାଇବାଇ ।
Blessed are the gentle, for they will inherit the earth.
6 ୬ ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କର୍ବାକେ ଆସା କର୍ବାଇ, ତାକର୍ କେଡେକ୍ ନିକ କରମ୍, କାଇକେବଇଲେ ପର୍ମେସର୍ ସେମନ୍କେ ସାର୍ଦା କରାଇସି ।
Blessed are those who hunger and thirst after righteousness, for they will be filled.
7 ୭ ବିନ୍ ଲକ୍ମନ୍କେ ଦୟା ଦେକାଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍କେ ପର୍ମେସର୍ ଦୟା କର୍ସି ।
Blessed are the merciful, for they will obtain mercy.
8 ୮ ମନ୍ ବିତ୍ରେ ନିର୍ମଲ୍ ରଇଲା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍କେ ପର୍ମେସରର୍ ଦର୍ସନ୍ ମିଲ୍ସି ।
Blessed are the pure in heart, for they will see God.
9 ୯ ସାନ୍ତିର୍ ପାଇ କାମ୍ କର୍ବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍ ପର୍ମେସରର୍ ପିଲାଟକି ବଲି ନାମାଇ ଅଇବାଇ ।
Blessed are the peacemakers, for they will be called the children of God.
10 ୧୦ ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କରି ଦୁକ୍ କସ୍ଟ ପାଇବାଇ, ସେମନର୍ କେଡେକ୍ ନିକ କରମ୍, କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।
Blessed are those who have been persecuted for righteousness' sake, for theirs is the kingdom of heaven.
11 ୧୧ “ମକେ ବିସ୍ବାସ୍ କର୍ବାର୍ ଲାଗି ତମ୍କେ ଲକ୍ମନ୍ ନିନ୍ଦା ଆରି କସ୍ଟ ଦେବାଇ, ଆରି ଚୁଚାଇ ତମର୍ ବିରୁଦେ ମିଚ୍ କାତା କଇବାଇ, ନିଜ୍କେ କେଡେ କରମର୍ ଲକ୍ ବଲି ମନେ କରା ।
"Blessed are you when they insult you, persecute you, and say all kinds of evil against you falsely, for my sake.
12 ୧୨ ସାର୍ଦା ଅଇ ସାର୍ଦାଇ ରୁଆ, କାଇକେବଇଲେ ସର୍ଗେ ତମର୍ ପାଇ ବଡ୍ ପୁରୁସ୍କାର୍ ସଙ୍ଗଇଲା ଆଚେ । ମନେରକା ସେନ୍ତାରି ତମର୍ ଆଗ୍ତୁ ରଇଲା ବବିସତ୍ବକ୍ତାମନ୍ ମିସା ଦୁକ୍ପାଇ ରଇଲାଇ ।”
Rejoice, and be exceedingly glad, for great is your reward in heaven. For that is how they persecuted the prophets who were before you.
13 ୧୩ “ତମେ ସବୁ ମୁନୁସ୍ ଜାତିର୍ପାଇ ନୁନ୍ ପାରା । ମାତର୍ ନୁନ୍ ଜଦି ସୁଆଦ୍ ଆରାଇସି, ତେବେ ସେଟା କେନ୍ତି କରିଆ ଅଇସି? ସେଟା ଆରି କାଇ କାମେ ନ ଆସେ, ତେବେ ତାକେ ବାଇରେ ପିଙ୍ଗି ଦେବାଇ ଆରି ସେଟା ଲକ୍ମନ୍ ମାଣ୍ଡି ପାକାଇବାଇ ।”
"You are the salt of the earth, but if the salt has lost its flavor, with what will it be salted? It is then good for nothing, but to be cast out and trampled under people's feet.
14 ୧୪ ତମେ ଗୁଲାଇ ଜଗତର୍ ପାଇ ଉଜଲ୍ ପାରା । ଜନ୍ ଗଡ୍ ଡଙ୍ଗର୍ ଉପ୍ରେ ତିଆର୍ ଅଇଲାଆଚେ, ସେଟା କେବେ ମିସା ଲୁଚି ରଇ ନାପାରେ ।
You are the light of the world. A city located on a hill cannot be hidden.
15 ୧୫ କେ ମିସା ବତି ଡସାଇକରି ଆଣ୍ଡିଡାବି ନ ସଙ୍ଗଅତ୍ । ସେଟା ବତିକୁଦ୍ରା ଉପ୍ରେ ସଙ୍ଗଇବାଇ ଆରି ଗରେ ରଇଲା ସବୁ ଲକ୍କେ ଉଜଲ୍ ଦେଇସି ।
Neither do you light a lamp, and put it under a measuring basket, but on a stand; and it shines to all who are in the house.
16 ୧୬ ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ ।
In the same way, let your light shine before people, that they may see your good works, and glorify your Father who is in heaven.
17 ୧୭ “ମୁଇ ମିସା, କରିରଇବା ନିୟମ୍ କି ବାବବାଦିମନର୍ ଦରମ୍ ସାସ୍ତର୍ ବୁଡାଇବାକେ ଆସିଆଚି ବଲି ବାବା ନାଇ । ମୁଇ ସେଟା ବୁଡାଇବାକେ ଆସିନାଇ ମାତର୍ ସିଦ୍ କର୍ବାକେ ଆସିଆଚି ।
"Do not think that I came to destroy the Law or the Prophets. I did not come to destroy, but to fulfill.
18 ୧୮ ମନେରକିରୁଆ, ମୁଇ ତମ୍କେ ସତ୍ କଇଲିନି ସରଗ୍ ଆରି ଦର୍ତନି ତବିର୍ ଅଇ ରଇବା ଜାକ ମସାର୍ ନିୟମର୍ ଗଟେକ୍ ଚିନ୍ ମିସା ନ ବୁଡେ । ସବୁ ବିସଇ ପୁରାପୁରୁନ୍ ନ ଅଇତେ ଏ ସବୁ ନ ଗଟେ ।
For truly, I tell you, until heaven and earth pass away, not the smallest letter or part of a letter will disappear from the Law, until all things are accomplished.
19 ୧୯ ତେବର୍ପାଇ ଜେ ମିସା ନିୟମ୍ ତେଇ ରଇବା ସବୁଟାନେଅନି ସାନ୍ ଆଦେସ୍ ନ ମାନେ ଆରି ସେନ୍ତି କର୍ବାକେ ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ସାନ୍ ଲକ୍ ବଲି ଏଜାଇଅଇସି । ମାତର୍ ଜେ ନିୟମର୍ ସବୁ ବିସଇର୍ ସାନ୍ ଆଦେସ୍ ମାନ୍ସି ଆରି ସେଟା ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ବଡ୍ ଲକ୍ ବଲି ଏଜାଇଅଇସି ।
Therefore, whoever will break one of these least commandments, and teach others to do so, will be called least in the kingdom of heaven; but whoever will do and teach them will be called great in the kingdom of heaven.
20 ୨୦ କାଇକେବଇଲେ ମୁଇ ତମ୍କେ କଇଲିନି, ସାସ୍ତର୍ ସିକାଉମନ୍ ଆରି ପାରୁସିମନର୍ତେଇଅନି ଅଦିକ୍ ବିସ୍ବାସ୍ ରଇ, ପର୍ମେସରର୍ ମନ୍ କଲା ଇସାବେ, କାମ୍ କଲେସେ ସରଗ୍ ରାଇଜେ ଜାଇପାରାସ୍ ।”
For I tell you that unless your righteousness exceeds that of the scribes and Pharisees, there is no way you will enter into the kingdom of heaven.
21 ୨୧ “ତମେ ସୁନି ଆଚାସ୍ ଜେ, ପୁର୍ବେଅନି ଲକ୍ମନ୍କେ କୁଆଅଇଲା ଆଚେ, ଲକ୍କେ ମରାଇବାର୍ ନାଇ । ଆରି ଜେ ମରାଇସି ବଇଲେ ସେ ବିଚାର୍ କରାଇଅଇସି ।
"You have heard that it was said to the ancient ones, 'Do not murder;' and whoever murders will be liable to judgment.
22 ୨୨ ମାତର୍ ମୁଇ କଇଲିନି, ଜେ ମିସା ବାଇକେ ରିସା ଅଇସି, ତାକେ ସବାଟାନେ ବିଚାର୍ନା କରାଅଇସି । ଜେ ବାଇକେ ଏ ବେକାର୍ଟାସେ ବଲି କଇସି, ତାକେ ବଡ୍ ସବାଟାନେ ବିଚାର୍ନା କର୍ବାକେ ଆନ୍ବାଇ, । ଆରି ଜେ ବାଇକେ ଏ ବକୁଆଟାସେ ବଲି କଇସି, ତାର୍ପାଇ ନରକର୍ ଜଇଟାନେ ପିଙ୍ଗାଇଅଇବା ବିପଦ୍ ଆଚେ । (Geenna )
But I tell you, that everyone who is angry with his brother without a cause will be liable to judgment; and whoever will say to his brother, 'Raqa,' will be in danger of the council; and whoever will say, 'You fool,' will be in danger of the fire of hell. (Geenna )
23 ୨୩ ସେଟାର୍ପାଇ ତମେ ପର୍ମେସର୍କେ ବେଦି ଟାନେ ନିଜର୍ ଦାନ୍ ଦେଲା ବେଲେ, ତେଇ ତମର୍ ବିରୁଦେ ତମର୍ ବାଇର୍ କାଇମିସା କାତା ଆଚେ ବଲି ମନେ ଏତାଇଲୁସ୍,
"If therefore you are offering your gift at the altar, and there remember that your brother has anything against you,
24 ୨୪ ସେନ୍ତି ବଇଲେ ବେଦିଲଗେ ବଲିଦେବାଟା ସଙ୍ଗଇଦେଇ ବାରିଜା, ଆଗେ ନିଜର୍ ବାଇ ସଙ୍ଗ୍ ମିସା, ତାର୍ ପଚେ ଆସି ତମର୍ ବଲି ଦିଆସ୍ ।”
leave your gift there before the altar, and go your way. First be reconciled to your brother, and then come and offer your gift.
25 ୨୫ ଜଦି କେ ତମର୍ ବିରଦେ ତମ୍କେ ବିଚାର୍ କର୍ବା ଜାଗାଇ ଜିବାକେ ବାଦିଅ କର୍ସି ବଇଲେ, ବିଚାର୍ ଜାଗାଇ ଜିବା ଆଗ୍ତୁ, ବେଲ୍ ରଇତେସେ ତାର୍ ସଙ୍ଗ୍ ରାଜି ଅ । ନଇଲେ ବିଚାର୍ କର୍ବା ଜାଗାଇ କେଟିଗାଲେ, ସେ ତମ୍କେ ବିଚାର୍କରୁକେ ସର୍ପି ଦେଇସି ଆରି ଅଇପାରେ ବିଚାର୍ କରୁ ତମ୍କେ ବନ୍ଦି ଗରେ ନେବାକେ ଜମାନ୍କେ ସର୍ପି ଦେଇସି ।
Agree with your adversary quickly, while you are with him in the way; lest perhaps the prosecutor deliver you to the judge, and the judge to the officer, and you be cast into prison.
26 ୨୬ ମୁଇ ତମ୍କେ ସତ୍ କଇଲିନି, ତମର୍ ଉପ୍ରେ ଟିକ୍ ଅଇଲା ଜରିମନାର୍ ସାରାସାରି ଅଣା ମିସା ନ ଦେବା ଜାକ, ତେଇଅନି କୁଲାସ୍ ନ ଉଆସ୍ ।
Truly I tell you, you will never get out of there until you have paid the last penny.
27 ୨୭ “ବେସିଆ କାମ୍ କରାନାଇ, ତମେ ପୁରୁବେ ଅନି ଏ ଆଦେସ୍ ସୁନି ଆସିଆଚାସ୍ ।
"You have heard that it was said, 'Do not commit adultery;'
28 ୨୮ ମାତର୍ ମୁଇ ତମ୍କେ କଇଲିନି, ଜେ ମିସା ବିନ୍ ମାଇଜିକେ ବେସିଆକାମ୍ ଇସାବେ ଆଁକି ଦେକ୍ସି, ସେ ତାର୍ ସଙ୍ଗ୍ ମନେ ମନେ ବେସିଆ କାମର୍ ଅପ୍ରାଦ୍ କଲାଆଚେ ।
but I tell you that everyone who looks at a woman to lust after her has committed adultery with her already in his heart.
29 ୨୯ ସେଟାର୍ପାଇ ତମର୍ ଉଜାବାଟର୍ ଆଁକିର୍ ଲାଗି ତମେ ପାପ୍କରିଆଚାସ୍, ତେବେ ସେଟା ବେଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆଁକି ନସ୍ଟ ଅଇବାଟା ତମର୍ପାଇ ନିକ । (Geenna )
And if your right eye causes you to stumble, pluck it out and throw it away from you. For it is more profitable for you that one of your members should perish, than for your whole body to be cast into hell. (Geenna )
30 ୩୦ ଜଦି ତମର୍ ଉଜା ଆତ୍ ତମ୍କେ ପାପ୍ କାମ୍ କରାଇଲାନି ବଇଲେ, ସେଟା କାଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆତ୍ ନସ୍ଟ ଅଇବାଟା ନିକ ।” (Geenna )
And if your right hand causes you to stumble, cut it off, and throw it away from you. For it is more profitable for you that one of your members should perish, than for your whole body to be cast into hell. (Geenna )
31 ୩୧ “ଜଦି କେ ମିସା ନିଜର୍ ମାଇଜିକେ ଚାଡିଦେବାକେ ମନ୍ କଲାନି, ସେ ତାକେ ରାଜିନାମା ପତର୍ ଲେକି ଚାଡିଦେଅ । ଏ ସିକିଆ ତମେ ଆଗ୍ତୁ ପାଇଆଚାସ୍ ।
"And it was said, 'Whoever divorces his wife, let him give her a certificate of divorce,'
32 ୩୨ ମାତର୍ ମୁଇ କଇଲିନି, ଜେକି ନିଜର୍ ମାଇଜିକେ ବେସିଆ କାମ୍ ଚାଡି ଅଲ୍ଗା ଦସ୍ ଦାରି ଚାଡ୍ସି, ସେ ତାକେ ପାଦ୍ରି କରାଇବା ଅପରାଦେ ଦସିଅଇସି, ଆରି ଜେକି ଚାଡ୍ଲା ମାଇଜିକେ ବିବା ଅଇସି, ସେ ପାଦ୍ରା ଅଇସି ।”
but I tell you that everyone who divorces his wife, except for the cause of sexual immorality, makes her an adulteress; and whoever marries her when she is divorced commits adultery.
33 ୩୩ “ତମେ ପୁରୁବ୍ କାଲେଅନି ଏ ସିକିଆ ସୁନି ଆଇଲାସ୍ନି, ପର୍ମାନ୍ ବାଙ୍ଗା ନାଇ । ପର୍ମେସରର୍ ମୁଆଟେ ଜନ୍ ପର୍ମାନ୍ କରିଆଚାସ୍ ସେଟା ପୁରାପୁରୁନ୍ କରା ।
"Again you have heard that it was said to them of old time, 'Do not make false vows, but fulfill your vows to the Lord.'
34 ୩୪ ମାତର୍ ମୁଇ ତମ୍କେ କଇଲିନି ସପତ୍ କର୍ବା ବେଲେ ପର୍ମାନ୍ ନିୟମ୍ ପାକାଆ ନାଇ । ସରଗ୍ ନାଉଁ ଦାରି ରାନ୍ ପାକାଆ ନାଇ, କାଇକେବଇଲେ ସେଟା ପର୍ମେସରର୍ ବସ୍ବା ଜାଗା ।
But I tell you, do not swear at all: neither by heaven, for it is the throne of God;
35 ୩୫ ଦର୍ତନିର୍ ନାଉଁ ଦାରି ରାନ୍ ପାକାଆ ନାଇ, କାଇକେବଇଲେ, ସେଟା ପର୍ମେସରର୍ ପାଦ୍ ସଙ୍ଗଇବା ଜାଗା । ଜିରୁସାଲାମ୍ ଗଡର୍ ନାଉଁ ଦାରି ମିସା ରାନ୍ ପାକାଇବାଟା ଟିକ୍ ନାଇ, କାଇକେବଇଲେ ସେଟା ରାଜାମନର୍ ରାଜା ରଇବା ଜାଗା ।
nor by the earth, for it is the footstool of his feet; nor by Jerusalem, for it is the city of the great King.
36 ୩୬ ଆରି ନିଜର୍ ମୁଣ୍ଡ୍ ଚିଇ କରି ପର୍ମାନ୍ କରାନାଇ, କାଇକେବଇଲେ ତମେ, ତେଇର୍ ଗଟେକ୍ ଚେଣ୍ଡି ଦବ୍ଲା କି କାଲିଆ କରିନାପାରାସ୍ ।
Neither should you swear by your head, for you cannot make one hair white or black.
37 ୩୭ ମାତର୍ ତମେ ପର୍ମାନ୍ ନିୟମ୍ ନ କରି, ତର୍ ଉଁ କାତା ଉଁ ଅ, ନାଇ କାତା ନାଇ ଅ, ଇତିଅନି ଆରି ଅଦିକ୍ କାତା କଇ ପର୍ମାନ୍ କର୍ବାଟା ସଇତାନର୍ଟାନେଅନି ଆଇଲାଟା ।”
But let your 'Yes' be 'Yes' and your 'No' be 'No.' Whatever is more than these is of the evil one.
38 ୩୮ “ଏ କାତା ତମେ ସୁନିଆଚାସ୍, ଆଁକିର୍ ବାଦୁଲେ ଆଁକି ଆରି ଦାଁତର୍ ବାଦୁଲେ ଦାଁତ୍,
"You have heard that it was said, 'An eye for an eye, and a tooth for a tooth.'
39 ୩୯ ମାତର୍ ମୁଇ ତମ୍କେ କଇଲିନି, ତମର୍ ବିରଦେ କେ ଅନିଆଇ କାମ୍ କଲେ, ତାକେ ସୁଜାଇବାକେ ଚେସ୍ଟା କରା ନାଇ, ଜେ ତମର୍ ଉଜା ଗାଲେ ଚାପଡ୍ ମାର୍ସି, ତାକେ ଆରି ଗଟେକ୍ ଚାପ୍ଡା ମାର୍ବାକେ ଡେବ୍ରି ଗାଲ୍ ମିସା ଦେକାଇ ଦିଆସ୍ ।
But I tell you, do not set yourself against the one who is evil. But whoever strikes you on your right cheek, turn to him the other also.
40 ୪୦ କେ ଜଦି ତମର୍ସଙ୍ଗ୍ ବିରଦ୍ କରି ବିଚାର୍ ଲଗେ ଦାବିକରି ତମର୍ କାମିଜ୍ ନେବାକେ ମନ୍ କର୍ସି, ତାକେ ଚାଦର୍ ମିସା ଦେଇ ପାକାଆ ।
And if anyone sues you to take away your shirt, let him have your coat also.
41 ୪୧ ସନିଅମନର୍ ବିତ୍ରେ ଅନି, କେ ମିସା ତମ୍କେ ତାର୍ ବଜ୍ ବୁଆଇ କରି ଗଟେକ୍ କିଲମିଟର୍ ଜୁ ଆକା ବଇଲେ, ତମେ ତାର୍ ସଙ୍ଗ୍ ଦୁଇ କିଲମିଟର୍ ଜା ।
And whoever compels you to go one mile, go with him two.
42 ୪୨ କେ ଜଦି ତମ୍କେ କାଇଆଲେ ଜିନିସ୍ ମାଙ୍ଗ୍ସି ବଇଲେ, ମନା ନ କରି ତାକେ ଦିଆସ୍ । କେ ମିସା କାଇଆଲେ ଉଦାର୍ ମାଙ୍ଗ୍ଲେ ତାକେ ଦିଆସ୍ ।”
Give to him who asks you, and do not turn away him who desires to borrow from you.
43 ୪୩ “ମଇତର୍କେ ଆଲାଦ୍ କରା ଆରି ତମର୍ ସତ୍ରୁକେ ଗିନ୍ କରା । ଏ ସିକିଆ ତମେ ପୁର୍ବେଅନି ସୁନି ଆଚାସ୍ ।
"You have heard that it was said, 'Love your neighbor, and hate your enemy.'
44 ୪୪ ମାତର୍ ମୁଇ ତମ୍କେ କଇଲିନି, ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ ତମ୍କେ କସ୍ଟ ଦେଲାଇନି, ତାକର୍ପାଇ ପାର୍ତନା କରା ।
But I tell you, love your enemies, and pray for those who persecute you,
45 ୪୫ ଏଟା କଲେ ସରଗର୍ ପର୍ମେସରର୍ ପିଲା ବଲି ଚିନାପଡ୍ସା । କାଇକେ ବଇଲେ ପର୍ମେସର ବଲ୍ କାରାପ୍ ଦୁଇ ଲକର୍ ପାଇ ମିସା ବେଲର୍ ଉଜଲ୍ ଦେଲାନି, ଆରି ଦରମ୍ ରଇବା, ଦରମ୍ ନ ରଇବା ସବୁର୍ ଉପ୍ରେ ବର୍ସା ମାରାଇଲାନି ।
that you may be children of your Father who is in heaven. For he makes his sun to rise on the evil and the good, and sends rain on the just and the unjust.
46 ୪୬ ତେବେ, ତମ୍କେ ଆଲାଦ୍ କର୍ବା ଲକ୍କେ ଆଲାଦ୍ କଲେ, ପର୍ମେସର୍ ତମ୍କେ କାଇକେ ପୁରୁସ୍କାର୍ ଦେଇସି? ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ମିସା ସେନ୍ତି କର୍ବାଇ ।
For if you love those who love you, what reward do you have? Do not even the tax collectors do the same?
47 ୪୭ ତମେ ଜଦି ନିଜର୍ ନିଜର୍ ବାଇମନ୍କେସେ ଜୁଆର୍ କର୍ସା, ତେବେ ଆରି ଅଦିକ୍ କାଇଟା କଲାସ୍ନି? ବିସ୍ବାସ୍ ନକଲା ଲକ୍ମନ୍ ମିସା ସେଟା କର୍ବାଇ ।
And if you only greet your brothers, what more do you do than others? Do not even the non-Jews do the same?
48 ୪୮ ସେଟାର୍ ପାଇ ତମର୍ ସରଗର୍ ବାବା ଜେନ୍ତାର୍ ସିଦ୍, ତମେ ମିସା ସେନ୍ତାର୍ ସିଦ୍ ଅଇବା ଦର୍କାର୍ ।”
You therefore are to be perfect, as your heavenly Father is perfect.