< ମାତିଉ 5 >
1 ୧ ଜିସୁ ଜବର୍ ଲକ୍ମନ୍ ତାର୍ଟାନେ ଆଇବାଟା ଦେକି ଡଙ୍ଗର୍ ଉପ୍ରେ ଜାଇ ବସ୍ଲା । ସିସ୍ମନ୍ ତାକେ ଚାରିବେଡ୍ତି ଗେରି ରଇଲାଇ ।
And seeing the multitudes He went up to a mountain, and when He was set down, His disciples came to Him,
2 ୨ ସେବେଲେ ଜିସୁ ସେମନ୍କେ ସିକିଆ ଦେଇ କଇବାର୍ ଦାର୍ଲା ।
and He opened his mouth and taught them, saying,
3 ୩ “ଜନ୍ ଲକ୍ମନ୍ ଆତ୍ମାଇ କାକୁର୍ତି ଅଇଆଚତ୍, ସେମନର୍ କେଡେକ୍ ନିକ କରମ୍, କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।”
Blessed are the poor in spirit; for theirs is the kingdom of heaven.
4 ୪ ଦୁକେ ରଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ପର୍ମେସର୍ ସେମନର୍ ଦୁକ୍ ସାରାଇସି ।
Blessed are they that mourn; for they shall be comforted.
5 ୫ ସୁଆଲେ ରଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍ ପର୍ମେସର୍ ସପତ୍ କରିରଇବା ବିସଇ ମିଲାଇବାଇ ।
Blessed are the meek; for they shall inherit the earth.
6 ୬ ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କର୍ବାକେ ଆସା କର୍ବାଇ, ତାକର୍ କେଡେକ୍ ନିକ କରମ୍, କାଇକେବଇଲେ ପର୍ମେସର୍ ସେମନ୍କେ ସାର୍ଦା କରାଇସି ।
Blessed are they that hunger and thirst after righteousness; for they shall be satisfied.
7 ୭ ବିନ୍ ଲକ୍ମନ୍କେ ଦୟା ଦେକାଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍କେ ପର୍ମେସର୍ ଦୟା କର୍ସି ।
Blessed are the merciful; for they shall obtain mercy.
8 ୮ ମନ୍ ବିତ୍ରେ ନିର୍ମଲ୍ ରଇଲା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍କେ ପର୍ମେସରର୍ ଦର୍ସନ୍ ମିଲ୍ସି ।
Blessed are the pure in heart; for they shall see God.
9 ୯ ସାନ୍ତିର୍ ପାଇ କାମ୍ କର୍ବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍ ପର୍ମେସରର୍ ପିଲାଟକି ବଲି ନାମାଇ ଅଇବାଇ ।
Blessed are the peace-makers; for they shall be called the children of God.
10 ୧୦ ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କରି ଦୁକ୍ କସ୍ଟ ପାଇବାଇ, ସେମନର୍ କେଡେକ୍ ନିକ କରମ୍, କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।
Blessed are they, who are persecuted for righteousness sake; for theirs is the kingdom of heaven.
11 ୧୧ “ମକେ ବିସ୍ବାସ୍ କର୍ବାର୍ ଲାଗି ତମ୍କେ ଲକ୍ମନ୍ ନିନ୍ଦା ଆରି କସ୍ଟ ଦେବାଇ, ଆରି ଚୁଚାଇ ତମର୍ ବିରୁଦେ ମିଚ୍ କାତା କଇବାଇ, ନିଜ୍କେ କେଡେ କରମର୍ ଲକ୍ ବଲି ମନେ କରା ।
Blessed are ye when men shall revile and persecute you, and utter all manner of reproach against you falsly, for my sake:
12 ୧୨ ସାର୍ଦା ଅଇ ସାର୍ଦାଇ ରୁଆ, କାଇକେବଇଲେ ସର୍ଗେ ତମର୍ ପାଇ ବଡ୍ ପୁରୁସ୍କାର୍ ସଙ୍ଗଇଲା ଆଚେ । ମନେରକା ସେନ୍ତାରି ତମର୍ ଆଗ୍ତୁ ରଇଲା ବବିସତ୍ବକ୍ତାମନ୍ ମିସା ଦୁକ୍ପାଇ ରଇଲାଇ ।”
rejoice and be exceeding glad; for great will be your reward in heaven: for so they persecuted the prophets, that were before you.
13 ୧୩ “ତମେ ସବୁ ମୁନୁସ୍ ଜାତିର୍ପାଇ ନୁନ୍ ପାରା । ମାତର୍ ନୁନ୍ ଜଦି ସୁଆଦ୍ ଆରାଇସି, ତେବେ ସେଟା କେନ୍ତି କରିଆ ଅଇସି? ସେଟା ଆରି କାଇ କାମେ ନ ଆସେ, ତେବେ ତାକେ ବାଇରେ ପିଙ୍ଗି ଦେବାଇ ଆରି ସେଟା ଲକ୍ମନ୍ ମାଣ୍ଡି ପାକାଇବାଇ ।”
Ye are the salt of the earth, but if the salt be grown insipid, wherewith shall it be seasoned? it is no longer fit for any thing, but to be thrown out of doors, and trodden under foot.
14 ୧୪ ତମେ ଗୁଲାଇ ଜଗତର୍ ପାଇ ଉଜଲ୍ ପାରା । ଜନ୍ ଗଡ୍ ଡଙ୍ଗର୍ ଉପ୍ରେ ତିଆର୍ ଅଇଲାଆଚେ, ସେଟା କେବେ ମିସା ଲୁଚି ରଇ ନାପାରେ ।
Ye are the light of the world: a city, that is situated on a hill, cannot be hid.
15 ୧୫ କେ ମିସା ବତି ଡସାଇକରି ଆଣ୍ଡିଡାବି ନ ସଙ୍ଗଅତ୍ । ସେଟା ବତିକୁଦ୍ରା ଉପ୍ରେ ସଙ୍ଗଇବାଇ ଆରି ଗରେ ରଇଲା ସବୁ ଲକ୍କେ ଉଜଲ୍ ଦେଇସି ।
Nor do men light a candle, to put it under a bushel, but on a candlestick: and then it giveth light to all in the house.
16 ୧୬ ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ ।
So let your light shine before men, that they may see your good works, and glorify your father, who is in heaven.
17 ୧୭ “ମୁଇ ମିସା, କରିରଇବା ନିୟମ୍ କି ବାବବାଦିମନର୍ ଦରମ୍ ସାସ୍ତର୍ ବୁଡାଇବାକେ ଆସିଆଚି ବଲି ବାବା ନାଇ । ମୁଇ ସେଟା ବୁଡାଇବାକେ ଆସିନାଇ ମାତର୍ ସିଦ୍ କର୍ବାକେ ଆସିଆଚି ।
Think not that I am come to abrogate the law, or the prophets: I am not come to abolish, but to compleat them:
18 ୧୮ ମନେରକିରୁଆ, ମୁଇ ତମ୍କେ ସତ୍ କଇଲିନି ସରଗ୍ ଆରି ଦର୍ତନି ତବିର୍ ଅଇ ରଇବା ଜାକ ମସାର୍ ନିୟମର୍ ଗଟେକ୍ ଚିନ୍ ମିସା ନ ବୁଡେ । ସବୁ ବିସଇ ପୁରାପୁରୁନ୍ ନ ଅଇତେ ଏ ସବୁ ନ ଗଟେ ।
for verily I say unto you, Till heaven and earth pass away, not one jot nor one tittle shall pass from the law, till all be compleated.
19 ୧୯ ତେବର୍ପାଇ ଜେ ମିସା ନିୟମ୍ ତେଇ ରଇବା ସବୁଟାନେଅନି ସାନ୍ ଆଦେସ୍ ନ ମାନେ ଆରି ସେନ୍ତି କର୍ବାକେ ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ସାନ୍ ଲକ୍ ବଲି ଏଜାଇଅଇସି । ମାତର୍ ଜେ ନିୟମର୍ ସବୁ ବିସଇର୍ ସାନ୍ ଆଦେସ୍ ମାନ୍ସି ଆରି ସେଟା ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ବଡ୍ ଲକ୍ ବଲି ଏଜାଇଅଇସି ।
Whosoever therefore shall break one of the left of these commandments, and thereby teach men so to do, he shall be esteemed very little in the kingdom of heaven: but whoever shall do as well as teach them, he shall be accounted great in the kingdom of heaven.
20 ୨୦ କାଇକେବଇଲେ ମୁଇ ତମ୍କେ କଇଲିନି, ସାସ୍ତର୍ ସିକାଉମନ୍ ଆରି ପାରୁସିମନର୍ତେଇଅନି ଅଦିକ୍ ବିସ୍ବାସ୍ ରଇ, ପର୍ମେସରର୍ ମନ୍ କଲା ଇସାବେ, କାମ୍ କଲେସେ ସରଗ୍ ରାଇଜେ ଜାଇପାରାସ୍ ।”
For I tell you, that unless your righteousness exceed that of the scribes and pharisees, ye shall not enter into the kingdom of heaven.
21 ୨୧ “ତମେ ସୁନି ଆଚାସ୍ ଜେ, ପୁର୍ବେଅନି ଲକ୍ମନ୍କେ କୁଆଅଇଲା ଆଚେ, ଲକ୍କେ ମରାଇବାର୍ ନାଇ । ଆରି ଜେ ମରାଇସି ବଇଲେ ସେ ବିଚାର୍ କରାଇଅଇସି ।
Ye have heard, that it was said to the ancients, Thou shalt not kill; and whosoever committeth murder, shall be liable to the judgment:
22 ୨୨ ମାତର୍ ମୁଇ କଇଲିନି, ଜେ ମିସା ବାଇକେ ରିସା ଅଇସି, ତାକେ ସବାଟାନେ ବିଚାର୍ନା କରାଅଇସି । ଜେ ବାଇକେ ଏ ବେକାର୍ଟାସେ ବଲି କଇସି, ତାକେ ବଡ୍ ସବାଟାନେ ବିଚାର୍ନା କର୍ବାକେ ଆନ୍ବାଇ, । ଆରି ଜେ ବାଇକେ ଏ ବକୁଆଟାସେ ବଲି କଇସି, ତାର୍ପାଇ ନରକର୍ ଜଇଟାନେ ପିଙ୍ଗାଇଅଇବା ବିପଦ୍ ଆଚେ । (Geenna )
but I say unto you, that whosoever is angry with his brother without cause shall be liable to the judgment; and whosoever shall say to his brother, Raca, shall be obnoxious to the council; but whosoever shall say, "Thou fool," shall be in danger of hell-fire. (Geenna )
23 ୨୩ ସେଟାର୍ପାଇ ତମେ ପର୍ମେସର୍କେ ବେଦି ଟାନେ ନିଜର୍ ଦାନ୍ ଦେଲା ବେଲେ, ତେଇ ତମର୍ ବିରୁଦେ ତମର୍ ବାଇର୍ କାଇମିସା କାତା ଆଚେ ବଲି ମନେ ଏତାଇଲୁସ୍,
Therefore, if thou bring thine offering to the altar, and there remembrest that thy brother hath any complaint against thee;
24 ୨୪ ସେନ୍ତି ବଇଲେ ବେଦିଲଗେ ବଲିଦେବାଟା ସଙ୍ଗଇଦେଇ ବାରିଜା, ଆଗେ ନିଜର୍ ବାଇ ସଙ୍ଗ୍ ମିସା, ତାର୍ ପଚେ ଆସି ତମର୍ ବଲି ଦିଆସ୍ ।”
leave thy gift there before the altar, and go and first be reconciled to thy brother, and then come and offer thy gift.
25 ୨୫ ଜଦି କେ ତମର୍ ବିରଦେ ତମ୍କେ ବିଚାର୍ କର୍ବା ଜାଗାଇ ଜିବାକେ ବାଦିଅ କର୍ସି ବଇଲେ, ବିଚାର୍ ଜାଗାଇ ଜିବା ଆଗ୍ତୁ, ବେଲ୍ ରଇତେସେ ତାର୍ ସଙ୍ଗ୍ ରାଜି ଅ । ନଇଲେ ବିଚାର୍ କର୍ବା ଜାଗାଇ କେଟିଗାଲେ, ସେ ତମ୍କେ ବିଚାର୍କରୁକେ ସର୍ପି ଦେଇସି ଆରି ଅଇପାରେ ବିଚାର୍ କରୁ ତମ୍କେ ବନ୍ଦି ଗରେ ନେବାକେ ଜମାନ୍କେ ସର୍ପି ଦେଇସି ।
Be friends with thine adversary quickly, while thou art in the way with him; least the adversary deliver thee to the judge, and the judge deliver thee to the officer, and thou be cast into prison:
26 ୨୬ ମୁଇ ତମ୍କେ ସତ୍ କଇଲିନି, ତମର୍ ଉପ୍ରେ ଟିକ୍ ଅଇଲା ଜରିମନାର୍ ସାରାସାରି ଅଣା ମିସା ନ ଦେବା ଜାକ, ତେଇଅନି କୁଲାସ୍ ନ ଉଆସ୍ ।
verily, I say unto thee, thou shalt not come out from thence, till thou hast paid the very last farthing.
27 ୨୭ “ବେସିଆ କାମ୍ କରାନାଇ, ତମେ ପୁରୁବେ ଅନି ଏ ଆଦେସ୍ ସୁନି ଆସିଆଚାସ୍ ।
Ye have heard, that it was said to the ancients, Thou shalt not commit adultery:
28 ୨୮ ମାତର୍ ମୁଇ ତମ୍କେ କଇଲିନି, ଜେ ମିସା ବିନ୍ ମାଇଜିକେ ବେସିଆକାମ୍ ଇସାବେ ଆଁକି ଦେକ୍ସି, ସେ ତାର୍ ସଙ୍ଗ୍ ମନେ ମନେ ବେସିଆ କାମର୍ ଅପ୍ରାଦ୍ କଲାଆଚେ ।
but I tell you, that whosoever looketh on a woman, so as to lust after her, hath already debauched her in his heart.
29 ୨୯ ସେଟାର୍ପାଇ ତମର୍ ଉଜାବାଟର୍ ଆଁକିର୍ ଲାଗି ତମେ ପାପ୍କରିଆଚାସ୍, ତେବେ ସେଟା ବେଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆଁକି ନସ୍ଟ ଅଇବାଟା ତମର୍ପାଇ ନିକ । (Geenna )
And therefore if thy right eye cause thee to offend, pluck it out and cast it from thee; for it is better for thee that one part of thee perish, than that thy whole body should be cast into hell: (Geenna )
30 ୩୦ ଜଦି ତମର୍ ଉଜା ଆତ୍ ତମ୍କେ ପାପ୍ କାମ୍ କରାଇଲାନି ବଇଲେ, ସେଟା କାଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆତ୍ ନସ୍ଟ ଅଇବାଟା ନିକ ।” (Geenna )
and if thy right hand cause thee to offend, cut it off and cast it from thee; for it is better for thee that one of thy limbs should perish, than that thy whole body should be cast into hell. (Geenna )
31 ୩୧ “ଜଦି କେ ମିସା ନିଜର୍ ମାଇଜିକେ ଚାଡିଦେବାକେ ମନ୍ କଲାନି, ସେ ତାକେ ରାଜିନାମା ପତର୍ ଲେକି ଚାଡିଦେଅ । ଏ ସିକିଆ ତମେ ଆଗ୍ତୁ ପାଇଆଚାସ୍ ।
And it has been said, whosoever would put away his wife, let him give her a bill of divorce:
32 ୩୨ ମାତର୍ ମୁଇ କଇଲିନି, ଜେକି ନିଜର୍ ମାଇଜିକେ ବେସିଆ କାମ୍ ଚାଡି ଅଲ୍ଗା ଦସ୍ ଦାରି ଚାଡ୍ସି, ସେ ତାକେ ପାଦ୍ରି କରାଇବା ଅପରାଦେ ଦସିଅଇସି, ଆରି ଜେକି ଚାଡ୍ଲା ମାଇଜିକେ ବିବା ଅଇସି, ସେ ପାଦ୍ରା ଅଇସି ।”
but I say unto you, that whosoever shall put away his wife, except on account of whoredom, tempteth her to commit adultery; and if any man marry her that is divorced, he committeth adultery.
33 ୩୩ “ତମେ ପୁରୁବ୍ କାଲେଅନି ଏ ସିକିଆ ସୁନି ଆଇଲାସ୍ନି, ପର୍ମାନ୍ ବାଙ୍ଗା ନାଇ । ପର୍ମେସରର୍ ମୁଆଟେ ଜନ୍ ପର୍ମାନ୍ କରିଆଚାସ୍ ସେଟା ପୁରାପୁରୁନ୍ କରା ।
Again, ye have heard, that it was said to the ancients, Thou shalt not forswear thyself, but shalt perform unto the Lord thine oaths:
34 ୩୪ ମାତର୍ ମୁଇ ତମ୍କେ କଇଲିନି ସପତ୍ କର୍ବା ବେଲେ ପର୍ମାନ୍ ନିୟମ୍ ପାକାଆ ନାଇ । ସରଗ୍ ନାଉଁ ଦାରି ରାନ୍ ପାକାଆ ନାଇ, କାଇକେବଇଲେ ସେଟା ପର୍ମେସରର୍ ବସ୍ବା ଜାଗା ।
but I say unto you, swear not at all; neither by heaven, for it is the throne of God;
35 ୩୫ ଦର୍ତନିର୍ ନାଉଁ ଦାରି ରାନ୍ ପାକାଆ ନାଇ, କାଇକେବଇଲେ, ସେଟା ପର୍ମେସରର୍ ପାଦ୍ ସଙ୍ଗଇବା ଜାଗା । ଜିରୁସାଲାମ୍ ଗଡର୍ ନାଉଁ ଦାରି ମିସା ରାନ୍ ପାକାଇବାଟା ଟିକ୍ ନାଇ, କାଇକେବଇଲେ ସେଟା ରାଜାମନର୍ ରାଜା ରଇବା ଜାଗା ।
nor by the earth, for it is his footstool; nor by Jerusalem, for it is the city of the great King: neither shalt thou swear by thy head,
36 ୩୬ ଆରି ନିଜର୍ ମୁଣ୍ଡ୍ ଚିଇ କରି ପର୍ମାନ୍ କରାନାଇ, କାଇକେବଇଲେ ତମେ, ତେଇର୍ ଗଟେକ୍ ଚେଣ୍ଡି ଦବ୍ଲା କି କାଲିଆ କରିନାପାରାସ୍ ।
for thou canst not make one hair of it white or black:
37 ୩୭ ମାତର୍ ତମେ ପର୍ମାନ୍ ନିୟମ୍ ନ କରି, ତର୍ ଉଁ କାତା ଉଁ ଅ, ନାଇ କାତା ନାଇ ଅ, ଇତିଅନି ଆରି ଅଦିକ୍ କାତା କଇ ପର୍ମାନ୍ କର୍ବାଟା ସଇତାନର୍ଟାନେଅନି ଆଇଲାଟା ।”
but let your conversation be yea, yea; no, no; for whatever is more than these, cometh from the evil one.
38 ୩୮ “ଏ କାତା ତମେ ସୁନିଆଚାସ୍, ଆଁକିର୍ ବାଦୁଲେ ଆଁକି ଆରି ଦାଁତର୍ ବାଦୁଲେ ଦାଁତ୍,
Ye have heard, that it has been said, An eye for an eye, and a tooth for a tooth:
39 ୩୯ ମାତର୍ ମୁଇ ତମ୍କେ କଇଲିନି, ତମର୍ ବିରଦେ କେ ଅନିଆଇ କାମ୍ କଲେ, ତାକେ ସୁଜାଇବାକେ ଚେସ୍ଟା କରା ନାଇ, ଜେ ତମର୍ ଉଜା ଗାଲେ ଚାପଡ୍ ମାର୍ସି, ତାକେ ଆରି ଗଟେକ୍ ଚାପ୍ଡା ମାର୍ବାକେ ଡେବ୍ରି ଗାଲ୍ ମିସା ଦେକାଇ ଦିଆସ୍ ।
but I say unto you, Set not yourselves against him that injures you, but if any one smite thee on thy right cheek, rather turn to him the other also:
40 ୪୦ କେ ଜଦି ତମର୍ସଙ୍ଗ୍ ବିରଦ୍ କରି ବିଚାର୍ ଲଗେ ଦାବିକରି ତମର୍ କାମିଜ୍ ନେବାକେ ମନ୍ କର୍ସି, ତାକେ ଚାଦର୍ ମିସା ଦେଇ ପାକାଆ ।
and if any one would go to law with thee, to take away thy coat, let him have thy cloak also, rather than strive with him:
41 ୪୧ ସନିଅମନର୍ ବିତ୍ରେ ଅନି, କେ ମିସା ତମ୍କେ ତାର୍ ବଜ୍ ବୁଆଇ କରି ଗଟେକ୍ କିଲମିଟର୍ ଜୁ ଆକା ବଇଲେ, ତମେ ତାର୍ ସଙ୍ଗ୍ ଦୁଇ କିଲମିଟର୍ ଜା ।
and if any one shall force thee one mile, go with him two.
42 ୪୨ କେ ଜଦି ତମ୍କେ କାଇଆଲେ ଜିନିସ୍ ମାଙ୍ଗ୍ସି ବଇଲେ, ମନା ନ କରି ତାକେ ଦିଆସ୍ । କେ ମିସା କାଇଆଲେ ଉଦାର୍ ମାଙ୍ଗ୍ଲେ ତାକେ ଦିଆସ୍ ।”
Give to him that asketh thee, and him, that would borrow of thee, turn not away.
43 ୪୩ “ମଇତର୍କେ ଆଲାଦ୍ କରା ଆରି ତମର୍ ସତ୍ରୁକେ ଗିନ୍ କରା । ଏ ସିକିଆ ତମେ ପୁର୍ବେଅନି ସୁନି ଆଚାସ୍ ।
Ye have heard, that it has been said, Thou shalt love thy neighbour, and hate thine enemy:
44 ୪୪ ମାତର୍ ମୁଇ ତମ୍କେ କଇଲିନି, ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ ତମ୍କେ କସ୍ଟ ଦେଲାଇନି, ତାକର୍ପାଇ ପାର୍ତନା କରା ।
but I say unto you, Love your enemies, bless them that curse you, do good to them that hate you, and pray for them that abuse you and persecute you;
45 ୪୫ ଏଟା କଲେ ସରଗର୍ ପର୍ମେସରର୍ ପିଲା ବଲି ଚିନାପଡ୍ସା । କାଇକେ ବଇଲେ ପର୍ମେସର ବଲ୍ କାରାପ୍ ଦୁଇ ଲକର୍ ପାଇ ମିସା ବେଲର୍ ଉଜଲ୍ ଦେଲାନି, ଆରି ଦରମ୍ ରଇବା, ଦରମ୍ ନ ରଇବା ସବୁର୍ ଉପ୍ରେ ବର୍ସା ମାରାଇଲାନି ।
that ye may be the children of your heavenly Father; for He causeth his sun to rise on the evil and the good, and sendeth rain upon the just and the unjust.
46 ୪୬ ତେବେ, ତମ୍କେ ଆଲାଦ୍ କର୍ବା ଲକ୍କେ ଆଲାଦ୍ କଲେ, ପର୍ମେସର୍ ତମ୍କେ କାଇକେ ପୁରୁସ୍କାର୍ ଦେଇସି? ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ମିସା ସେନ୍ତି କର୍ବାଇ ।
For if ye love only them that love you, what reward do ye expect? do not even the publicans the same?
47 ୪୭ ତମେ ଜଦି ନିଜର୍ ନିଜର୍ ବାଇମନ୍କେସେ ଜୁଆର୍ କର୍ସା, ତେବେ ଆରି ଅଦିକ୍ କାଇଟା କଲାସ୍ନି? ବିସ୍ବାସ୍ ନକଲା ଲକ୍ମନ୍ ମିସା ସେଟା କର୍ବାଇ ।
and if ye embrace your brethren only, what do ye more than others? do not the publicans so likewise?
48 ୪୮ ସେଟାର୍ ପାଇ ତମର୍ ସରଗର୍ ବାବା ଜେନ୍ତାର୍ ସିଦ୍, ତମେ ମିସା ସେନ୍ତାର୍ ସିଦ୍ ଅଇବା ଦର୍କାର୍ ।”
Be ye therefore perfect in love and goodness, as your Father who is in heaven is perfect.