< ମାତିଉ 9 >
1 ୧ ଜିସୁ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା ନିଜର୍ ଗଡେ ବାଉଡି ଗାଲା ।
Und er bestieg ein Schiff, setzte über und kam in seine Stadt.
2 ୨ ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, “ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।”
Und siehe, da brachten sie ihm einen Gelähmten, auf einem Bette ausgestreckt. Und da Jesus ihren Glauben sah, sagte er zu dem Gelähmten: Sei getrost, Kind, deine Sünden sind vergeben.
3 ୩ ଏ କାତା ସୁନି କେତେଟା ସାସ୍ତର୍ ସିକାଉମନ୍ ତାକର୍ ତାକର୍ ବିତ୍ରେ କାତା ଅଇଲାଇ, “ଏ ଲକ୍ କାଇକେ ପର୍ମେସରର୍ ନିନ୍ଦା କଲାନି?”
Und siehe, einige von den Schriftgelehrten sprachen bei sich: dieser lästert.
4 ୪ ଜିସୁ ତାକର୍ ମନର୍ ଚିନ୍ତା ଜାନି କଇଲା, “ତମେ ନିଜର୍ ନିଜର୍ ମନେ କାଇକେ କାରାପ୍ ଚିନ୍ତା କଲାସ୍ନି?
Und da Jesus ihre Gedanken sah, sagte er: wozu sinnet ihr Böses in euren Herzen?
5 ୫ 'ତମର୍ ପାପ୍ସବୁ କେମା ଅଇଗାଲା ବଲି କଇବାଟା ସଅଜ୍ କି 'ଉଟିକରି, ଇଣ୍ଡିଜା ବଲି କଇବାଟା ଅଦିକ୍ ସଅଜ୍?
Was ist denn leichter? zu sagen: deine Sünden sind vergeben? oder zu sagen: stehe auf und wandle?
6 ୬ ମାତର୍ ଜଗତର୍ ପାପ୍ କେମା କର୍ବାକେ ନର୍ପିଲା, ମର୍ ଅଦିକାର୍ ଆଚେ, ମୁଇ ଏଟା ତମର୍ ମୁଆଟେ ଦେକାଇବି ।” ତାର୍ ପଚେ ଜିସୁ ଚେରେଙ୍ଗ୍ ରଗିକେ କଇଲା, “ଉଟ୍, ନିଜର୍ ଟାଟି ଦାରି ଗରେ ଉଟିଜା ।”
Damit ihr aber wisset, daß der Sohn des Menschen Vollmacht hat, auf Erden Sünden zu vergeben - hier wendete er sich zu dem Gelähmten - stehe auf, nimm dein Bett und gehe heim.
7 ୭ ଆରି ସେ ଲକ୍ ଉଟିକରି ଗରେ ବାରିଗାଲା ।
Und er stand auf und gieng heim.
8 ୮ ଲକ୍ମନ୍ ସେଟା ଦେକି କାବା ଅଇଜାଇ ଡରିଗାଲାଇ । ମାତର୍ ନର୍ ଲକ୍କେ ଏନ୍ତାରି ଅଦିକାର୍ ଦେଲାର୍ ପାଇ ପର୍ମେସର୍କେ ଡାକ୍ପୁଟା କଲାଇ ।
Da aber die Massen dies sahen, erschracken sie und priesen Gott, der solche Vollmacht den Menschen gegeben.
9 ୯ ଜିସୁ ତେଇଅନି ଉଟି ଜିବାବେଲେ ମାତିଉ ନାଉଁର୍ ଗଟେକ୍ ସିସ୍ତୁ ମାଙ୍ଗୁକେ, ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସିରଇଲାଟା ଦେକି କଇଲା, “ମର୍ ସଙ୍ଗ୍ ଆଉ ।” ମାତିଉ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇଅନି ଉଟି ଜିସୁର୍ ସଙ୍ଗ୍ ଗାଲା ।
Und als Jesus von dort weiter zog, sah er einen Menschen an der Zollstätte sitzen, mit Namen Matthäus, und sagte zu ihm: folge mir, und er stand auf und folgte ihm.
10 ୧୦ ଜିସୁ ମାତିଉର୍ ଗରେ କାଇବାବେଲେ ବେସି ସିସ୍ତୁମାଙ୍ଗୁମନ୍, ଆରି ପାପି ଲକ୍ମନ୍ ତେଇ ଜିସୁ ଆରି ତାର୍ ସିସ୍ମନ୍ର୍ ସଙ୍ଗ୍ ବସି କାଇତେ ରଇଲାଇ ।
Und es geschah, als er zu Tische saß zu Hause, siehe da kamen viele Zöllner und Sünder und saßen bei Jesus und seinen Jüngern.
11 ୧୧ ଏଟା ଦେକି ପାରୁସି ଲକ୍ମନ୍ ଜିସୁର୍ ସିସ୍ମନ୍କେ ପାଚାର୍ଲାଇ, “କାଇକେ ତମର୍ ଗୁୁରୁ ସିସ୍ତୁମାଙ୍ଗୁମନର୍ ସଙ୍ଗ୍ ଆରି ପାପି ଲକ୍ମନର୍ ସଙ୍ଗ୍ ବସି କାଇଲାନି?”
Und da es die Pharisäer sahen, sagten sie zu seinen Jüngern: warum isset euer Meister mit den Zöllnern und Sündern?
12 ୧୨ ଜିସୁ କଇଲା, “ନିକ ରଇଲା ଲକର୍ ପାଇ ଡାକ୍ଦର୍ ଲଡା ନାଇ । ମାତର୍ ଜର୍ଦୁକାର୍ ଲକ୍ମନର୍ ପାଇ ଡାକ୍ଦର୍ ଲଡା ଆଚେ ।
Er aber, da er es hörte, sagte er: nicht die Starken bedürfen des Arztes, sondern die Kranken.
13 ୧୩ ସାସ୍ତରେ ଲେକାଅଇଆଚେ, 'ମୁଇ ପସୁ ପୁଜ୍ବା ବିରୁଟାନେଅନି, ଲକ୍ମନ୍କେ ଦୟା ଦେକାଇବାଟା ମନ୍ କଲିନି। ଏ କାତାର୍ ଅରତ୍ କାଇଟା? ଜାଇକରି ବୁଜ୍ବାକେ ଚେସ୍ଟା କରା । ମୁଇ ଦରମ୍ ଲକ୍ମନ୍କେ ଡାକ୍ବାକେ ଆସି ନାଇ, ପାପିମନ୍କେ ଡାକ୍ବାର୍ ଆସିଆଚି ।”
Gehet aber hin und lernet, was es heißt: Barmherzigkeit will ich und nicht Opfer. Denn nicht Gerechte zu rufen bin ich gekommen, sondern Sünder.
14 ୧୪ ତାର୍ ପଚେ ଦିନେକ୍ ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ, “ଆମେ ଆରି ପାରୁସିମନ୍ ବେସି ତର୍ ଲାକା ଉପାସ୍ କଲୁନି, ମାତର୍ ତମର୍ ସିସ୍ମନ୍ କାଇଜେ ଉପାସ୍ କରତ୍ ନାଇ?”
Hierauf kommen zu ihm die Jünger Johannes' und sagen: warum fasten wir und die Pharisäer, deine Jünger aber fasten nicht?
15 ୧୫ ଜିସୁ ସେମନ୍କେ କଇଲା, “ବିବା ଦାଙ୍ଗ୍ଡା ଜେଡେବେଲେ ଜାକ ଦାଙ୍ଗ୍ଡାମନର୍ ସଙ୍ଗ୍ ବିବାଗରେ ରଇସି, ସେ ଦିନ୍ ଜାକ ସଙ୍ଗର୍ ଦାଙ୍ଗ୍ଡାମନ୍ ଦୁକ୍ ନ କରତ୍ । ମାତର୍ ଜେଡେବଲ୍ ବିବା ଅଇବା ଦାଙ୍ଗ୍ଡାକେ ସଙ୍ଗର୍ଦାଙ୍ଗ୍ଡାମନର୍ଟାନେଅନି ଦାରିଜିବାଇ, ସେମନ୍ ଦୁକ୍ କରି ଉପାସ୍ କର୍ବାଇ ।”
Und Jesus sagte zu ihnen: können denn die Hochzeitleute trauern, so lange der Bräutigam bei ihnen ist? Es werden aber Tage kommen, da der Bräutigam von ihnen genommen wird, und dann werden sie fasten.
16 ୧୬ କେ ମିସା ପୁର୍ନା ଲୁଗା କାଣା ଅଇଲାଟାନେ, ନୁଆ ଲୁଗାର୍ ଗର୍ଣ୍ଡା ନ ସିଲାଅତ୍, କାଇକେ ବଇଲେ ନୁଆ ଗର୍ଣ୍ଡା ପୁର୍ନା ଲୁଗାକେ ବେସି ଚିରି ଦେଇସି ।
Niemand flickt ein altes Kleid mit einem ungewalkten Zeuglappen; denn sein Einsatz reißt ab vom Kleide, und es entsteht ein schlimmerer Riß.
17 ୧୭ ଆରି, କେ ମିସା ନୁଆ ଅଙ୍ଗୁର୍ ରସ୍, ଚାମ୍ ସଙ୍ଗ୍ ତିଆର୍ ଅଇଲା ପୁର୍ନା ମୁନାଇ ବେସି ଦିନ୍ ନ ସଙ୍ଗଅତ୍, ସଙ୍ଗଇଲେ ମୁନା ପାଟିଜାଇସି ଆରି ରସ୍ ଚିଡ୍ତେ ଡାଲି ଅଇଜାଇସି । ସେଟାର୍ ପାଇ ନୁଆ ରସ୍ ନୁଆ ମୁନାଇ ସଙ୍ଗଇବାଇ । ଏନ୍ତି ସଙ୍ଗଇଲେ ମୁନା ଆରି ରସ୍ ଦୁଇଟା ଜାକ ନସ୍ଟ ନ ଅଏ ।
Auch legt man nicht neuen Wein in alte Schläuche; oder aber die Schläuche zerreißen, und der Wein fließt aus, und die Schläuche sind hin; sondern neuen Wein legt man in neue Schläuche, so halten sich beide.
18 ୧୮ ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।”
Während er dieses zu ihnen redete, siehe, da trat ein Oberer herzu, warf sich vor ihm nieder und sprach: meine Tochter ist eben gestorben; aber komme doch und lege ihr deine Hand auf, so wird sie leben.
19 ୧୯ ଜିସୁ ଦାପ୍ରେ ଉଟିକରି ତାର୍ ସିସ୍ମନର୍ ସଙ୍ଗ୍ ଗାଲା ।
Und Jesus erhob sich und folgte ihm samt seinen Jüngern;
20 ୨୦ ତେଇ ଗଟେକ୍ ମାଇଜି ଜିସୁର୍ ପଚ୍ବାଟେ ଆଇଲା । ତାକେ ବାର ବରସ୍ ଜାକ ବନି ଜାଇତେ ରଇବା ରଗ୍ ଅଇରଇଲା । ସେ ମାଇଜି ପଚେ ଜାଇ ଜିସୁର୍ ଲୁଗା ଚିଇଲା ।
und siehe, da trat eine Frau, die zwölf Jahre den Blutfluß hatte, herzu und berührte von hinten die Quaste seines Kleides;
21 ୨୧ ସେ ମନେ ମନେ ବାବ୍ଲା ମୁଇ ତାର୍ ପିନ୍ଦ୍ଲାଟା ଚିଇଲେ ନିମାନ୍ ଅଇଜିବି ।
denn sie sprach bei sich selbst: wenn ich nur sein Kleid anrühre, so werde ich geheilt werden.
22 ୨୨ ମାତର୍ ଜିସୁ ପାସ୍ଲି କରି ତାକେ ଦେକି କଇଲା, “ଏ ନୁନି, ଡର୍ନାଇ ସାଆସ୍ ଦାର୍, ତର୍ ବିସ୍ବାସ୍ ତକେ ନିମାନ୍ କରିଆଚେ ।” ଏତ୍କି କଇଲା ଦାପ୍ରେ ସେ ମାଇଜି ନିମାନ୍ ଅଇଗାଲା ।
Jesus aber kehrte sich um, erblickte sie und sagte: sei getrost, meine Tochter, dein Glaube hat dir geholfen, und die Frau ward geheilt von der Stunde an.
23 ୨୩ ତାର୍ ପଚେ ଜିସୁ ଜିଉଦିମନର୍ ପାର୍ତନା ଗରର୍ ମୁକିଆର୍ ଗରେ କେଟ୍ଲା । ତେଇ ଦନ୍କର୍ବାକେ ଆସି ରଇଲା ଲକ୍ମନ୍, ଆରି ବାଜ୍ନିଆମନ୍ କାନ୍ଦାବୁବା ଅଇବାଟା ଦେକି,
Und da Jesus in das Haus des Oberen kam und die Flötenbläser sah und die lärmende Menge,
24 ୨୪ ଜିସୁ କଇଲା, “ସବୁ ଲକ୍ ଇତିଅନି ବାରଇଜା । ଏ ଟକିତା ମରେନାଇ, ସଇଆଚେ ।” ତାର୍ କାତା ସୁନି ତେଇ ରଇଲା ଲକ୍ମନ୍ ତାକେ କିଜାଇବାର୍ ଦାର୍ଲାଇ ।
sagte er: tretet ab, denn das Mädchen ist nicht gestorben, sondern sie schläft. Und sie verlachten ihn.
25 ୨୫ ମାତର୍ ଲକ୍ମନ୍କେ ବାର୍କଲା ପଚେ ଜିସୁ ବାକ୍ରାଇ ଜାଇ ଟକିର୍ ଆତେ ଦାରି ତାକେ ଉଟାଇଲା । ଟକି ଦାପ୍ରେ ଉଟିକରି ଟିଆଅଇଲା ।
Als aber die Menge hinausgetrieben war, trat er ein und faßte sie bei der Hand, und das Mädchen stand auf.
26 ୨୬ ଏ ଗଟ୍ନାର୍ କବର୍ ସେ ଜାଗାର୍ ଗୁଲାଇ ବାଟର୍ ଲକ୍ ସୁନ୍ଲାଇ ।
Und die Kunde hievon gieng aus in das ganze Land daselbst.
27 ୨୭ ଜିସୁ ସେ ଜାଗାଇଅନି ବାରଇ ଜିବାବେଲେ ଦୁଇଟା କାଣା, ତାର୍ ପଚେ ପଚେ ଇଣ୍ଡି ଆଇଲାଇ । ସେମନ୍ ଆଉଲି ଅଇକରି କଇବାର୍ ଦାର୍ଲାଇ । “ଏ ଦାଉଦ୍ ରାଜାର୍ ପଅ! ଆମ୍କେ ଦୟା କରା ।”
Und als Jesus von dort weiter zog, folgten ihm zwei Blinde unter lautem Rufen: erbarme dich unser, du Sohn Davids.
28 ୨୮ ଜିସୁ ଗଟେକ୍ ଗରେ ଗାଲା ଆରି କାଣାମନ୍ ମିସା ତାର୍ ପଚ୍ ପଚ୍ ପୁର୍ଲାଇ । ପୁର୍ଲାକେ ଜିସୁ ସେମନ୍କେ ପାଚାର୍ଲା, “ମୁଇ ତମର୍ ଆଁକି ନିକ କରି ପାର୍ବି ବଲି ତମେ ବିସ୍ବାସ୍ କଲାସ୍ନି କି?” ସେମନ୍ କଇଲାଇ “ଉଁ ମାପ୍ରୁ ।”
Da er aber ins Haus gieng, traten die Blinden zu ihm, und Jesus sagt zu ihnen: glaubet ihr, daß ich im Stande bin, dies zu thun? Sie sagen zu ihm: ja, Herr.
29 ୨୯ ତାର୍ ପଚେ ଜିସୁ ସେମନର୍ ଆଁକି ଚିଇକରି କଇଲା, “ମକେ ବିସ୍ବାସ୍ କଲାର୍ ଲାଗି ତମର୍ ଆଁକି ଡିସ ।”
Hierauf berührte er ihre Augen mit den Worten: nach eurem Glauben geschehe euch; und ihre Augen thaten sich auf.
30 ୩୦ ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
Und Jesus fuhr sie an und sagte: sehet zu, daß es niemand erfahre.
31 ୩୧ ମାତର୍ ସେମନ୍ ବାରଇ ଜାଇ ଜିସୁର୍ ଏ କରିରଇବାଟା ଗୁଲାଇ ଦେସେ ଜାନାଇଲାଇ ।
Sie aber giengen hinaus und verredeten ihn im ganzen Lande daselbst.
32 ୩୨ ଜିସୁ ଆରି ତାର୍ ସିସ୍ମନ୍ ସେ ଗରେଅନି ବାରଇ ଗାଲାବେଲେ କେତେଟା ଲକ୍ମନ୍ ଗଟେକ୍ ଗୁଲା ଲକ୍କେ ତାର୍ ଲଗେ ଆନ୍ଲାଇ । ତାକେ ଡୁମାଦାରିରଇଲାକେ ସେ ଗୁଲା ଅଇଜାଇରଇଲା ।
Da sie aber hinausgiengen, siehe, da brachte man ihm einen stummen Dämonischen.
33 ୩୩ ଜିସୁ ଡୁମାକେ ସେ ଲକର୍ତେଇଅନି କେଦ୍ଲା ପଚେ ସେ କାତାଅଇବାର୍ ଦାର୍ଲା । ଆରି ତେଇ ରଇଲା ଲକ୍ମନ୍ କାବାଅଇଜାଇ କଇଲାଇ । “ଇସ୍ରାଏଲ୍ ଦେସେ ଏନ୍ତାରି ଗଟ୍ନା ଆମେ କେବେ ଦେକି ନ ରଇଲୁ ।”
Und als der Dämon ausgetrieben war, redete der Stumme, und die Massen verwunderten sich und sprachen: noch nie ist solches vorgekommen in Israel.
34 ୩୪ ମାତର୍ ପାରୁସିମନ୍ କଇଲାଇ, “ସେ ଡୁମାମନର୍ ନେତାର୍ ବପୁ ସଙ୍ଗ୍ ବିନ୍ ଡୁମାମନ୍କେ କେଦ୍ଲାନି ।”
Die Pharisäer aber sagten: durch den obersten der Dämonen treibt er die Dämonen aus.
35 ୩୫ ଜିସୁ ଗାଉଁ ଗାଉଁ ବୁଲି ବୁଲି ଜିଉଦିମନର୍ ପାର୍ତନା ଗର୍ମନ୍କେ ଜାଇ ସିକାଇ ଦେଇତେ ରଇଲା । ଆରି ପର୍ମେସରର୍ ରାଇଜର୍ ନିମାନ୍ କାତା କଇତେରଇଲା । ବିନ୍ ବିନ୍ ଜର୍ ଆରି ରଗ୍ ଦାର୍ଲା ଲକ୍ମନ୍କେ ସବୁ ନିକ କରିଦେଲା ଆରି ପାର୍ତନା ଗରେ ସିକିଆ ଦେଲା ।
Und Jesus zog umher in allen Städten und Dörfern, und lehrte in ihren Synagogen, und verkündete das Evangelium vom Reich, und heilte alle Krankheiten und Gebrechen.
36 ୩୬ ଆରି ତେଇ ରଇଲା ଜବର୍ ଲକ୍ମନ୍କେ ଦେକିକରି ସେ ଦୟା କଲା । କାଇକେ ବଇଲେ ସେମନ୍ ବେସି ତାକିଜାଇରଇଲା ଆରି ସାଇଜ ପାଇବାକେ କନ୍ ବାଟେ ଜିବାର୍ ଆଚେ, ଜାନିନାପାର୍ତେ ରଇଲାଇ । ସେମନ୍ ଗଉଡ୍ ନଇଲା ମେଣ୍ଡାରାସି ପାରା ଅଇଜାଇରଇଲାଇ ।
Da er aber die Massen sahe, erbarmte es ihn ihrer, daß sie mißhandelt und preisgegeben waren wie Schafe, die keinen Hirten haben.
37 ୩୭ ସେଡ୍କିବେଲେ ସେ ସିସ୍ମନ୍କେ କଇଲା, “ତାସ୍ ସିନା ବୁତେକ୍ । ମାତର୍ ସେଟା କାଟ୍ବାକେ, ଲକ୍ମନ୍ ଉନା ଆଚତ୍ ।
Hierauf sagt er zu seinen Jüngern: die Ernte ist reich, der Arbeiter aber sind wenige.
38 ୩୮ ତେବର୍ପାଇ ‘କେତ୍ ରଇଲା ପଦାଇ କାଟ୍ବାକେ ବେସି ଲକ୍କେ ପାଟାଆ’ ବଲି ତାସ୍ କଲା ସାଉକାର୍କେ ପାର୍ତନା କରା ।”
So bittet denn den Herrn der Ernte, daß er Arbeiter hergebe zu seiner Ernte.