+ ମାତିଉ 1 >
1 ୧ ଏଟା ଅଇଲାନି ଜିସୁକିରିସ୍ଟର୍ ଆନିଦାଦିମନର୍ ନାଉଁ ତାଲିକା । ସେ ଦାଉଦ୍ ବଁସର୍ ରଇଲା ଆରି ଦାଉଦ୍ ଅବ୍ରାଆମ୍ ବଁସର୍ ରଇଲା ।
第一項 キリスト人性の系圖 アブラハムの裔なるダヴィドの裔イエズス、キリストの系圖。
2 ୨ ଅବ୍ରାଅମର୍ ପଅ ଇସାକ୍, ଇସାକର୍ ପଅ ଜାକୁବ୍, ଜାକୁବର୍ ପଅ ଜିଉଦା ଆରି ତାର୍ ବାଇମନ୍ ।
アブラハムイザアクを生み、イザアクヤコブを生み、ヤコブユダと其兄弟等とを生み、
3 ୩ ଜିଉଦା ପେରସ୍ ଆରି ଜେରଅର୍ ବାବା ରଇଲା, ତାକର୍ ମାଆ ଅଇଲାନି ତାମର୍ । ପେରସର୍ ପଅ ଏସ୍ରନ୍ ।
ユダタマルによりてファレスとザラとを生み、ファレスエスロンを生み、エスロンアラムを生み、
4 ୪ ଏସ୍ରନର୍ ପଅ ଆରାମ୍, ଆରାମର୍ ପଅ ଅମିନାଦବ୍ ଅମିନାଦବର୍ ପଅ ନଅସନ୍, ନଅସନର୍ ପିଲା ସଲ୍ମନ୍
アラムアミナダブを生み、アミナダブナアソンを生み、ナアソンサルモンを生み、
5 ୫ ସଲ୍ମନର୍ ପଅର୍ ନାଉଁ ବୟଜ୍, ବୟଜର୍ ମାଆ ରାଅବ୍ । ବୟଜର୍ ପଅର୍ ନାଉଁ ଅବେଦ୍ ଆରି ଅବେଦର୍ ମାଆର୍ ନାଉଁ ରୁତ୍ । ଅବେଦର୍ ପଅ ଜସୟ,
サルモンラハブによりてボオズを生み、ボオズルトによりてオベドを生み、オベドイエッセを生み、イエッセダヴィド王を生み、
6 ୬ ଦାଉଦ୍ ରାଜାର୍ ସାସନ୍ ବେଲେ ଅନି ଜେଡେବଲ୍ ଇସ୍ରାଏଲ୍ ଲକ୍ମନ୍କେ ବାବିଲନ୍ ଦେସେ ବାନ୍ଦି ନେଇରଇଲା ଜାକ ସେତ୍କି ଆନିଦାଦିମନର୍ ତାଲିକା ଆଚେ । ଜସୟର୍ ପଅ ଦାଉଦ୍ ରାଜା । ଉରିୟର୍ ମାଇଜିର୍ ପେଟେ ଅନି ସଲ୍ମନ୍କେ ଜନମ୍ ଦେଲା,
ダヴィド王ウリアの[妻]たりし者によりてサロモンを生み、
7 ୭ ସଲମନର୍ ପଅ ରିଅବିୟାମ୍ ରିଅବିୟାମର୍ ପଅ ଅବିୟ ।
サロモンロボアムを生み、ロボアムアビアを生み、アビアアザを生み、
8 ୮ ଅବିୟର୍ ପଅ ଆସା, ଆସାର୍ ପଅ ଜିଅସାପଟ୍, ଜିଅସାପଟର୍ ପଅ ଜରାମ୍, ଜରାମର୍ ପଅ ଉଜିୟ ।
アザヨザファトを生み、ヨザファトヨラムを生み、ヨラムオジアを生み、
9 ୯ ଉଜିୟର୍ ପଅ ଜତାମ୍, ଜତାମର୍ ପଅ ଆଅସ୍, ଆଅସର୍ ପଅ ଇଜକିୟ ।
オジアヨアタムを生み、ヨアタムアカズを生み、アカズエゼキアを生み、
10 ୧୦ ଇଜକିୟର୍ ପଅ ମନସେଅ, ମନସେଅର୍ ପଅ ଆମନ୍, ଆମନର୍ ପଅ ଜସିୟ ।
エゼキアマナッセを生み、マナッセアモンを生み、アモンヨジアを生み、
11 ୧୧ ଜସିୟ ବାବିଲନ୍ ନଅରେ ବାସା ଅଇରଇଲା ବେଲେ, ଜିକନିୟ ଆରି ତାର୍ ବାଇମନ୍ ଜନମ୍ ଅଇଲାଇ ।
バビロンに移さるる頃ヨジアイエコニアと其兄弟等とを生み、
12 ୧୨ ବାବିଲନେ ବନ୍ଦିଅଇ ସାର୍ଲା ପଚେଅନି ଜିସୁର୍ ଜନମ୍ ଜାକ ଏତ୍କି ଆନିଦାଦିମନର୍ ତାଲିକା ଆଚେ । ଜିକନିୟ ବାବିଲନେ ବାସାଅଇରଇଲା ବେଲେ, ସଲ୍ଟିଏଲ୍ ଜନମ୍ ଅଇଲା, ସଲ୍ଟିଏଲର୍ ପଅ ଜିରୁବାବେଲ୍,
バビロンに移されたる後イエコニアサラチエルを生み、サラチエルゾロバベルを生み、
13 ୧୩ ଜିରୁବାବେଲର୍ ପଅ ଅବିଉଦ୍, ଅବିଉଦର୍ ପଅ ଏଲିୟାକିମ୍, ଏଲିୟାକିମର୍ ପଅ ଅଜୁର୍ ।
ゾロバベルアビユドを生み、アビユドエリアキムを生み、エリアキムアゾルを生み、
14 ୧୪ ଅଜୁର୍ ପଅ ସାଦକ୍, ସାଦକର୍ ପଅ ଆକିମ୍, ଜାକିନର୍ ପଅ ଏଲିଉଦ୍, ଏଲିଉଦର୍ ପଅ ଏଲାଜାର୍, ଏଲାଜାରର୍ ପଅ ମତ୍ତାନ୍ ।
アゾルサドクを生み、サドクアキムを生み、アキムエリユドを生み、
15 ୧୫ ମତ୍ତାନର୍ ପଅ ଜାକୁବ୍, ଜାକୁବର୍ ପଅ ଜସେପ୍ ।
エリユドエレアザルを生み、エレアザルマタンを生み、マタンヤコブを生み、
16 ୧୬ ଏ ଜସେପ୍ ମରିୟମ୍କେ ବିବା ଅଇରଇଲା । ମରିୟମର୍ ପେଟେଅନି ଜିସୁ ଜନମ୍ ଅଇରଇଲା । ଜିସୁ କିରିସ୍ଟକେ ମସିଅ ବଲି ମିସା ନାଉଁ ଆଚେ ।
ヤコブマリアの夫ヨゼフを生み、此マリアよりキリストと稱するイエズス生れ給へり。
17 ୧୭ ଏନ୍ତାରି ଅବ୍ରାଆମର୍ତେଇ ଅନି ଦାଉଦ୍ ରାଜାର୍ ଜାକ ଚଉଦ ଉତାର୍, ଦାଉଦର୍ତେଇ ଅନି ବାବିଲନ୍ ବନ୍ଦିରଇଲା ଜାକ ଚଉଦ ଉତାର୍, ଆରି ବାବିଲନେ ବନ୍ଦିଅଇରଇଲା ବେଲେଅନି ଜିସୁକିରିସ୍ଟର୍ ଜନମ୍ ଜାକ ଚଉଦ ଉତାର୍ ।
然れば歴代は、総てアブラハムよりダヴィドまで十四代、ダヴィドよりバビロンに移さるるまで十四代、バビロンに移されてよりキリストまで十四代[とす]。
18 ୧୮ ଏଟା ଅଇଲାନି ଜିସୁ କିରିସ୍ଟର୍ ଜନମ୍ ବିସଇ । ଜିସୁର୍ ମା ମରିୟମର୍ ସଙ୍ଗ୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାର୍ ପାଇ ବିବା ମାଙ୍ଗ୍ନି ଅଇରଇଲା । ମାତର୍ ସେମନର୍ ବିବା ନ ଅଇତେ ସୁକଲ୍ ଆତ୍ମାଇ ଅନି ଗାଗ୍ଡେ ଅଇରଇବାଟା ମରିୟମ୍ ଜାନିପାର୍ଲା ।
第二項 ヨゼフとマリアとの婚姻及キリストの誕生 然てキリストの生れ給ひし次第は次の如し。其母マリアヨゼフに聘定せられしに、同居せざる前聖霊によりて懐胎せる事顕れしが、
19 ୧୯ ଜସେପ୍ ଗଟେକ୍ ଦରମ୍ ଲକ୍ ରଇଲା ଆରି ସବୁବେଲେ ସତ୍ କାମ୍ କର୍ତେରଇଲା । ଆରି ମରିୟମ୍କେ ଲକ୍ମନର୍ ଟାନେ ନିନ୍ଦା କାତା ସୁନାଇବାକେ ମନ୍ ନ କର୍ତେ ରଇଲା । ସେଟାର୍ପାଇ କେ ନାଜାନ୍ତେ ତାର୍ ବିବା ମାଙ୍ଗ୍ନି ପିଟାଇଦେବାକେ ଉପାଇ ପାଁଚ୍ତେ ରଇଲା ।
夫ヨゼフ義人にして彼を訟ふる事を好まざれば、密に之を離別せんと思へり。
20 ୨୦ ସେ ଏନ୍ତି ଉପାଇ ପାଁଚ୍ଲା ବେଲେ, ଜସେପ୍କେ ଗଟେକ୍ ପର୍ମେସରର୍ ଦୁତ୍ ସପ୍ନେ ଦେକାଇ ଅଇ କଇଲା, ଏ ଦାଉଦର୍ ନାତିର୍ ତିତି ଜସେପ୍, ଡର୍ନାଇ । ମରିୟମ୍କେ ମାଇଜି କରି ସଙ୍ଗଅ । କାଇକେବଇଲେ ସୁକଲ୍ ଆତ୍ମାଇ ଅନି ସେ ଗାଗ୍ଡେ ଅଇଲାଆଚେ ।
是等の事を思ひ回らす折しも、主の使彼が夢に現れて云ひけるは、ダヴィドの裔ヨゼフよ、汝の妻マリアを納るる事を懼るる勿れ、蓋彼に胎れるものは聖霊によれり。
21 ୨୧ ତାର୍ଟାନେଅନି ଗଟେକ୍ ପିଲା ଜନମ୍ ଅଇସି, ତମେ ତାକେ ଜିସୁ ବଲି ନାଉଁ ଦିଆସ୍, କାଇକେବଇଲେ ସେ ତାର୍ ଲକ୍ମନ୍କେ ସେମନର୍ ପାପେଅନି ଉଦାର୍ କର୍ସି ।
彼一子を生まん、汝其名をイエズスと名くべし、其は自己が民を其罪より救ふべければなり、と。
22 ୨୨ ଆଇବା ଦିନ୍ମନ୍କେ କାଇଟା ଅଇସି ବଲି, ପର୍ମେସର୍ ଗଟେକ୍ ବବିସତ୍ବକ୍ତାକେ ପାଟାଇ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ ଅଇବାକେ ଏ ସବୁ ଅଇଲା ।
総て此事の成りしは、主が曾て預言者を以て曰ひし事の成就せん為なり、
23 ୨୩ ଗଟେକ୍ ଦାଙ୍ଗ୍ଡି ଗାଗ୍ଡେ ଅଇ ପିଲା ଜନମ୍ କର୍ସି, ଆରି ସେ ପିଲା ଲକ୍ମନର୍ ଟାନେ ଇମାନୁଏଲ୍ ବଲି ନାମାଇ ଅଇସି, ଏ ନାଉଁର୍ ଅରତ୍ ଅଇଲାନି, ପର୍ମେସର୍ ଆମର୍ ସଙ୍ଗ୍ ଆଚେ ।
曰く「看よ童貞女懐胎して一子を生まん、其名はエンマヌエルと稱へられん」と。エンマヌエルとは我等と偕に在す神の義なり。
24 ୨୪ ଜସେପ୍ ସଇଲା ଟାନେଅନି ଉଟି, ପର୍ମେସରର୍ ଦୁତ୍ ଜେନ୍ତି କଇରଇଲା, ସେନ୍ତି କଲା । ମରିୟମ୍କେ ବିବା ଅଇଲା ।
ヨゼフ睡より起きて、主の使より命ぜられし如くにして其妻を納れしが、
25 ୨୫ ମାତର୍ ସେ ପିଲା ଜନମ୍ ନ ଅଇବା ଜାକ ମରିୟମ୍ ସଙ୍ଗ୍ ସୁଆବସା କରେନାଇ । ଜସେପ୍ ସେ ପିଲାକେ ଜିସୁ ବଲି ନାଉଁ ଦେଲା ।
牀を偕にせずして家子を生むに至れり、而して其子の名をイエズスと名けたり。