< ପିଲିପିୟ 2 >
1 ୧ ଜଦି କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ତମର୍ ମନ୍ ସାର୍ଦା ଅଇଲାଆଚେ, ଆରି ତାର୍ ଆଲାଦର୍ ଲାଗି ସାନ୍ତି ପାଇଆଚାସ୍, ଜଦି ସୁକଲ୍ଆତ୍ମାର୍ ସଙ୍ଗ୍ ମିସିବିଡିକରି ଆଚାସ୍, ଆରି ଜଦି କିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା ଦେକାଇଆଚେ,
Jeźli tedy macie jaką pociechę w Chrystusie, jeźli jaką uciechę miłości, jeźli jaką społeczność ducha, jeźli są jakie wnętrzności i zlitowania w was,
2 ୨ ସେନ୍ତାର୍ଆଲେ, ମୁଇ ତମ୍କେ ଜୁଆର୍ କରି କଇଲିନି, ତମର୍ ତମର୍ ବିତ୍ରେ ଗଟେକ୍ ମନ୍ ଉଆ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସମାନ୍ ଇସାବେ ଆଲାଦ୍ କରା । ଗଟେକ୍ ଚିନ୍ତା କରା ଆରି ତମର୍ ଆତ୍ମାଇ ଗଟେକ୍ ଅଇକରି ତମର୍ ବାବ୍ବାଟା ଗଟେକ୍ ଅ । ଏନ୍ତାରି କରି ମକେ ପୁରାପୁରୁନ୍ ସାର୍ଦା କରାଆ ।
Dopełnijcież wesela mojego, abyście jednoż rozumieli, jednostajną miłość mając, będąc jednomyślni i jednoż rozumiejący;
3 ୩ ବିନ୍ ଲକ୍ମନର୍ ଟାନେଅନି ନିଜେ ବଡ୍ ଅଇବାକେ ଚେସ୍ଟା କରାନାଇ । ଅବ୍କା ବଡ୍ପନ୍ କାତା କଇବାକେ କାଇ ବିସଇ ମିସା କରାନାଇ । ତାର୍ ବାଦୁଲେ ନିଜ୍କେ ସାନ୍ କରା । ବିନ୍ ଲକର୍ ଟାନେଅନି, ନିଜେ ମୁଇ ବଡ୍ ବଲି ବାବାନାଇ ।
Nic nie czyniąc spornie, albo przez próżną chwałę, ale w pokorze jedni drugich mając za wyższych nad się.
4 ୪ ମର୍ ନିଜର୍ପାଇ କାଇଟାକଲେ ଅଦିକ୍ ନିକ ରଇସି ବଲି ଅବ୍କା ସେଟାସେ ବାବି ବାବି ରୁଆନାଇ । ବିନ୍ ଲକର୍ପାଇ ଜନ୍ ବିସଇ ନିକ ରଇସି, ସେଟାମିସା ଏତାଇରୁଆ ।
Nie upatrujcie każdy tylko, co jest jego, ale każdy też, co jest drugich.
5 ୫ କିରିସ୍ଟ ଜିସୁର୍ ମନ୍ ଜେନ୍ତି ରଇଲା, ତମର୍ ମନ୍ମିସା ସେ ରକାମ୍ ଅ ।
Tego tedy bądźcie o sobie rozumienia, które było i w Chrystusie Jezusie.
6 ୬ ସେ ପର୍ମେସରର୍ ପାରା ସବୁ ରକାମ୍ ରଇଲେ ମିସା, ତାର୍ ସଙ୍ଗ୍ ସମାନ୍ଅଇ ରଇବା ଅଦିକାର୍ ନିଜର୍ପାଇ ଦାରିକରି ରଇବି ବଲି ମନ୍ କରେ ନାଇ ।
Który, będąc w kształcie Bożym, nie poczytał sobie tego za drapiestwo równym być Bogu,
7 ୭ ତାର୍ ବାଦୁଲେ ସେ ନିଜେ ମନ୍କରି, ତାକେ ରଇଲା ସବୁଟା ଚାଡିଦେଇ ଗଟେକ୍ ଗତିଦାଙ୍ଗ୍ଡାର୍ ରୁପ୍ ଦାରିଆଇଲା । ନର୍ ଲକ୍ ପାରା ଅଇକରି ନର୍ ଲକର୍ ବାନିମୁର୍ତି ଦାରି ଜାତ୍ଅଇଲା ।
Ale wyniszczył samego siebie, przyjąwszy kształt niewolnika, stawszy się podobny ludziom;
8 ୮ ନର୍ଲକ୍ ପାରା ଅଇ ଆଇଲାପଚେ, ସେ ପର୍ମେସରର୍ ଆଦେସ୍ ମାନିକରି, ନିଜ୍କେ ଆରି ଅଦିକ୍ ସାନ୍କଲା । ଲକ୍ମନ୍ ମରାଅତ୍ବଲି ସର୍ପାଇଅଇଲା । ଅବ୍କା ମର୍ବାକେ ନାଇ, ମାତର୍ କୁରୁସ୍ କାଟେ କୁଟିମାରାଇଅଇ ଚଗାଇଅଇବାକେ ମିସା ।
I postawą znaleziony jako człowiek, sam się poniżył, będąc posłusznym aż do śmierci, a to śmierci krzyżowej.
9 ୯ ତେବର୍ପାଇ ପର୍ମେସର୍ ତାକେ ସବୁର୍ତେଇଅନି ଉପ୍ରେ ଉଟାଇଲା । ଆରି ସବୁର୍ ନାଉଁଟାନେଅନି ଅଦିକ୍ ଡାକ୍ପୁଟା ଆରି ଅଦିକାର୍ ରଇବା ନାଉଁ ତାକେ ଦେଲା ।
Dlatego też Bóg nader go wywyższył i darował mu imię, które jest nad wszystkie imię;
10 ୧୦ ଜେନ୍ତିକି ସରଗ୍ପୁରେ, ମଚ୍ପୁରେ ଆରି ପାତାଲେ ରଇବା ସବୁ, ଜିସୁକେ ମାଣ୍ଡିକୁଟା ଦେଇ ଜୁଆର୍ କର୍ବାଇ । ସେଟାର୍ପାଇ ପର୍ମେସର୍ ଏ ସବୁ କଲାଆଚେ ।
Aby w imieniu Jezusowem wszelkie się kolano skłaniało, tych, którzy są na niebiesiech i tych, którzy są na ziemi, i tych, którzy są pod ziemią.
11 ୧୧ ଆରି ସବୁ ଲକ୍ ଜିସୁକିରିସ୍ଟସେ ମାପ୍ରୁ ବଲି ମାନିଅଇବାଇ । ଏନ୍ତାରି ଅଇଲେ ବାବା ପର୍ମେସର୍ ଡାକ୍ପୁଟା ପାଇସି ।
A wszelki język aby wyznawał, że Jezus Chrystus jest Panem ku chwale Boga Ojca.
12 ୧୨ ତେବର୍ ପାଇ, ଏ ମର୍ ଆଲାଦର୍ ମଇତର୍ମନ୍, ତମେ ଜେନ୍ତାରିକି, ମାପ୍ରୁର୍ ଆଦେସ୍ ମାନିକରି ରଇଆଚାସ୍, ଜାଗିରଇ ଡରିକରି ତମର୍ ମୁକ୍ତିର୍ କାମ୍ ପୁରାପୁରୁନ୍ କରା । ମୁଇ ରଇଲାବେଲେସେ ନାଇ, ମାତର୍ ମୁଇ ଦୁରିକେ ରଇଲେ ମିସା ଏଟା କରା ।
Przetoż, moi mili! jakoście zawsze posłuszni byli, nie tylko w przytomności mojej, ale teraz daleko więcej w niebytności mojej, z bojaźnią i ze drżeniem zbawienie swoje sprawujcie.
13 ୧୩ ପର୍ମେସର୍ ନିଜେ ତମର୍ ବିତ୍ରେ ଏ କାମ୍ କଲାର୍ପାଇ ତମେ ଏଟା କରିପାର୍ସା । ତମ୍କେ ଜାଇଟା କରତ୍ ବଲି ସେ ମନ୍ କଲାନି, ସେ ସମାନ୍ ମନ୍ କର୍ବାଟା, ତମ୍କେ ମିସା ଦେଇସି । ଆରି ସେଟା କର୍ବାକେ ବପୁ ମିସା ଦେଇସି ।
Albowiem Bóg jest, który sprawuje w was chcenie i skuteczne wykonanie według upodobania swego.
14 ୧୪ ମୁର୍ମୁରା ଆରି କିରଜାଟି ନ ଅଇକରି ସବୁ ଲକ୍ଜାକ କାମ୍ କରା ।
Wszystko czyńcie bez szemrania i poswarków,
15 ୧୫ ଏନ୍ତାରିକଲେ, ତମେ କାରାପ୍ କାମ୍ କଲାସ୍ନି ବଲି ବିନ୍ଲକ୍ କାଇ ଦସ୍ ନ ଦାରତ୍ ଆରି ତମେ ସୁକଲ୍ ଅଇସା । ପାପ୍କରି କାରାପ୍ କାମ୍ କର୍ବା ଲକ୍ମନର୍ ମଜାଇ ପର୍ମେସରର୍ ସିଦ୍ ପିଲାଟକି ଇସାବେ ତମେ ରଇସା । ତାକର୍ ବିତ୍ରେ ଆନ୍ଦାର୍ ଜଗତେ ଉଜଲ୍ ଜଟକ୍ଲା ପାରା ତମର୍ ଚଲାଚଲ୍ତି ଡିସ୍ସି ।
Abyście byli bez nagany i szczeremi dziatkami Bożemi, nienaganionymi w pośrodku narodu złego i przewrotnego, między którymi świecicie jako światła na świecie.
16 ୧୬ ନ ସାର୍ବା ଜିବନର୍ କବର୍ ସବୁ ଲକ୍କେ ଜାନାଆ । ଏନ୍ତାରିକଲେ, କିରିସ୍ଟ ବାଅଡ୍ବା ଦିନେ ମୁଇ ତମର୍ ବିସଇର୍ ଲାଗି ବଡ୍ପନ୍ ଅଇବି । ତମର୍ ବିତ୍ରେ ଆବଡ୍ ଅଇକରି କରିରଇବା କାମ୍ ଚୁଚାଇ ଅଏ ନାଇ ବଲି ସେ ଦିନେ ଡିସ୍ସି ।
Zachowywując słowa żywota ku chlubie mojej w dzień Chrystusowy, żem darmo nie bieżał i darmo nie pracował.
17 ୧୭ ସୁବ୍କବର୍ ବିସ୍ବାସ୍ କଲାର୍ପାଇ, ତମେ ଜେନ୍ତାରି ଦୁକ୍ କସ୍ଟ ପାଇକରି ମୁରଚ୍ଲାସ୍ନି, ସେନ୍ତାରିସେ ମୁଇ ମିସା ସୁବ୍କବର୍ ଜାନାଇଲାର୍ ପାଇ ଦୁକ୍ କସ୍ଟ ପାଇକରି ମରିମିସା ଜିବି । ସେନ୍ତାରିଅଇଲେ ମିସା ମୁଇ ନିଜେ ସାର୍ଦା ଅଇ ତମର୍ସଙ୍ଗ୍ ସାର୍ଦା କର୍ବି ।
Ale choćbym ofiarowany był dla ofiary i usługi wiary waszej, weselę się i spółweselę się ze wszystkimi wami;
18 ୧୮ ସେନ୍ତାରିସେ ତମେମିସା ସାର୍ଦା ଅଇକରି ମର୍ସଙ୍ଗ୍ ସାର୍ଦା କର୍ବାର୍ ଆଚେ ।
Z tegoż tedy i wy weselcie się i spółweselcie się ze mną.
19 ୧୯ ଜଦି ମାପ୍ରୁ ମନ୍କଲେ, ତିମତିକେ ତମର୍ଟାନେ ଦାପ୍ରେ ପାଟାଇବାକେ ମନ୍ କଲିନି । ତାର୍ଟାନେଅନି ତମେ ନିକ ଆଚାସ୍ ବଲି ସୁନ୍ଲେ, ମୁଇ ମିସା ସାର୍ଦା ଅଇବି ।
A mam nadzieję w Panu Jezusie, iż Tymoteusza w rychle poślę do was, abym się i ja ucieszył, dowiedziawszy się, co się z wami dzieje.
20 ୨୦ ତିମତିକେ ଚାଡିଦେଲେ ଆରି ତମର୍ ବିସଇ କେ ମିସା, ଅଦିକ୍ ଚିନ୍ତା କର୍ବା ଲକ୍ ମର୍ ଲଗେ ନାଇ । ସେ ତମର୍ ଦୁକ୍ ସୁକ୍ ବିସଇନେଇ ସତଇସେ ଚିନ୍ତା କର୍ସି ।
Albowiem nie mam nikogo w umyśle jemu równego, który by się uprzejmie o rzeczy wasze starać chciał;
21 ୨୧ ମୁଇ କାଇକେ ଏନ୍ତାରି କଇଲିନି ବଇଲେ, ସବୁ ଲକ୍ ନିଜର୍ ନିଜର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ । ଜିସୁକିରିସ୍ଟ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କରତ୍ ନାଇ ।
Bo wszyscy swoich rzeczy szukają, a nie tych, które są Jezusa Chrystusa.
22 ୨୨ ତମେତା ଜାନିଆଚାସ୍, ତିମତି ନିଜ୍କେ ସତ୍ବାବେ କାମ୍ କର୍ବା ଲକ୍ ପାରା ଦେକାଇଅଇଆଚେ । ସେ ଜେନ୍ତିକି ଗଟେକ୍ ପଅ, ତାର୍ ବାବା ସଙ୍ଗ୍ ସେବା କର୍ସି, ସେନ୍ତାରିସେ ସେ ମର୍ସଙ୍ଗ୍ ସୁବ୍କବର୍ ଜାନାଇବା କାମେ ମିସିଆଚେ ।
Ale wiecie, iż on jest doświadczonym, a iż jako syn z ojcem ze mną służył w Ewangielii.
23 ୨୩ ତେବର୍ ପାଇ, ମକେ କାଇଟା ଗଟ୍ସି, ସେଟା ଜାନ୍ଲା ଦାପ୍ରେ, ତାକେ ତମର୍ ଲଗେ ପିଲିପିତେଇ ପାଟାଇବି ବଲିକରି ଆସା କଲିନି ।
Mam tedy nadzieję, że tego do was poślę, skoro obaczę, co się ze mną dalej dziać będzie;
24 ୨୪ ମୁଇ ମାପ୍ରୁର୍ ଲଗେ ବିସ୍ବାସ୍ କଲିନିଜେ, ମୁଇ ନିଜେ ମିସା ଦାପ୍ରେ ତମ୍କେ ଦେକ୍ବାକେ ଆଇବି ।
A mam ufność w Panu, że i sam w rychle do was przyjdę.
25 ୨୫ ମାତର୍ ଆମର୍ ବାଇ ଏପାପର୍ଦିତକେ ତମର୍ଟାନେ ପାଟାଇବି ବଲି ମୁ ମନେ ମନେ ବାବ୍ଲିନି । ସେ ମର୍ ସଙ୍ଗ୍ କାମ୍ କରି ସୁବ୍କବରର୍ ଦେକାରକା ପାଇ ଆବଡ୍ କଲା । ତମର୍ ବାଦୁଲେ ମର୍ ସବୁ ବିସଇ ପୁରାପୁରୁନ୍ କର୍ବାକେ ତାକେ ତମେ ପାଟାଇରଇଲାସ୍ ।
Alem rozumiał rzeczą potrzebną, Epafrodyta, brata i pomocnika i spółbojownika mego, a waszego Apostoła i sługę w potrzebie mojej, posłać do was,
26 ୨୬ କାଇକେ ବଇଲେ ସେ ତମ୍କେ ଦେକ୍ବାକେ ବେସି ମନ୍ କଲାନି । ଆରି ତାକେ ବେମାର୍ ଦାରାଇ ଅଇଆଚେ ବଲିକରି ତମେ ସୁନିକରି ଦାନ୍ଦାପାନ୍ଦା ଅଇରଇଲାସ୍ ବଲି ସେ ଜାନିରଇଲା ।
Ponieważ pragnął was wszystkich i bardzo się frasował, żeście słyszeli, iż zachorował.
27 ୨୭ ଉଁ, ସେ ମର୍ବା ଉପ୍ରେ ରଇଲା । ଆରି ପର୍ମେସର୍ ତାକେ ଦୟାକଲା । ଅବ୍କା ତାକେସେ ନାଇ, ମାତର୍ ଜେନ୍ତିକି ମର୍ପାଇ ଦୁକ୍ଉପ୍ରେ ଦୁକ୍ ନ ଆସ ବଲି ମକେ ମିସା ଦୟାକଲା ।
Bo wprawdzie chorował mało nie na śmierć; ale się Bóg zmiłował nad nim, a nie tylko nad nim, ale i nade mną, abym nie miał smutku na smutek.
28 ୨୮ ତେବର୍ପାଇ ମୁଇ ତାକେ ଆରିତରେକ୍ ବେସି ସାର୍ଦା ସଙ୍ଗ୍ ପାଟାଇଲିନି । ଜେନ୍ତିକି ତମେ ତାକେ ଆରିତରେକ୍ ଦେକି ସାର୍ଦା ଅଇସା ଆରି ମୁଇ ମିସା ଦୁକ୍ ନ କରି ।
Przetoż tem ochotniej posłałem go, abyście zasię ujrzawszy go, uweselili się, a ja abym miał mniej smutku.
29 ୨୯ ତେବର୍ପାଇ ତାକେ ଗଟେକ୍ ବିସ୍ବାସି ବାଇ ଇସାବେ ସାର୍ଦା ସଙ୍ଗ୍ ଡାକିନିଆ । ତାର୍ପାରା ଲକ୍ମନ୍କେ ସନ୍ମାନ୍ ଦିଆସ୍ ।
Przyjmijcież go tedy w Panu ze wszystkiem weselem; a takich w poczciwości miejcie;
30 ୩୦ କାଇକେବଇଲେ କିରିସ୍ଟର୍ ଲାଗି ବଲିକରି ସେ ତାର୍ ଜିବନ୍ ବିପଦେ ପାକାଇଲା । ଆରି ତମେ ମର୍ଲାଗି ବଲିକରି ସେବାକାମେ ଜାଇଟାସବୁ ଉନା ଅଇଲାଆଚେ, ସେଟା ସବୁଜାକ ସେ ପୁରାପୁରୁନ୍ କଲା ।
Boć dla dzieła Chrystusowego bliskim był śmierci, odważywszy zdrowie swoje, aby dopełnił tego, czego nie dostawało w usłudze waszej przeciwko mnie.