< ପର୍କାସିତ 11 >
1 ୧ ତାର୍ପଚେ ମକେ ନାପ୍ବା ଡାଙ୍ଗ୍ ପାରା ଡିସ୍ବା ଡାଙ୍ଗ୍ ଗଟେକ୍ ଦିଆଅଇଲା । “ଜାଆ ଆରି ପର୍ମେସରର୍ ମନ୍ଦିର୍ ଆରି ବେଦି ନାପ୍ । ମନ୍ଦିରେ ପାର୍ତନା କର୍ବା ଲକ୍ମନ୍କେ ଏଜିକରି ଆଉ ।”
Answit, yo te ban mwen yon gòl pou mezire tankou yon baton, e youn te di: “Leve pou mezire tanp Bondye a, lotèl la ak sila ki adore ladann yo.
2 ୨ ମାତର୍ ମନ୍ଦିର୍ ବାଇରେ ରଇବା ଡାଣ୍ଡ୍ ନାପ୍ନାଇ । କାଇକେବଇଲେ ସେ ଜାଗା ଜିଉଦି ନ ଅଇଲା ଲକ୍ମନ୍କେ ଦିଆଅଇଲା ଆଚେ । ସେମନ୍ ସୁକଲ୍ ନଅରେ ରଇ ୪୨ ମାସ୍ ଜାକ ସେ ନଅର୍କେ ଅସୁକଲ୍ କରିଦେବାଇ ।
Kite gran lakou ki deyò tanp lan. Pa mezire l, paske li te bay a nasyon yo. Konsa, yo va foule vil sen an anba pye yo pandan karant-de mwa.
3 ୩ ବାସ୍ତା ପିନ୍ଦିରଇବା ଦୁଇଟା ସାକିମନ୍କେ ମୁଇ ପାଟାଇବି । ସେ ବାରସ ସାଟେଦିନ୍ ମୁଇ ସେମନ୍କେ କଇଲାଟା ଜାନାଇବାଇ ।
“Mwen va bay otorite a de temwen mwen yo, e yo va pwofetize pandan mil-de-san-swasant jou abiye avèk twal sak.”
4 ୪ ସେ ଦୁଇଟା ସାକିମନ୍ ଜଗତର୍ ମାପ୍ରୁର୍ ମୁଆଟେ ଟିଆଅଇବା ଜିତ୍ ଗଚ୍ ଆରି ଦୁଇଟା ବତି ଅଇଆଚତ୍ ।
Sa yo se de pye doliv ak de chandelye ki kanpe devan Senyè latè a.
5 ୫ କେ ଜଦି ସେମନର୍ ଅନିଆଇ ଦେକି ମାର୍ବାକେ ଚେସ୍ଟା କର୍ବାଇ, ତାକର୍ ଟଣ୍ଡେଅନି ଜଇ ବାର୍କରାଇ ତାକର୍ ବିରଦିମନ୍କେ ବିନାସ୍ କର୍ବାଇ । ଏନ୍ତାରି ଜେ ସେମନ୍କେ ମାର୍ବାକେ ଚେସ୍ଟା କର୍ବାଇ, ସେମନ୍ ମରିଜିବାଇ ।
Si yon moun vle fè yo mal, dife va sòti nan bouch yo pou devore lènmi yo. Donk si yon moun vle fè yo mal, li dwe vin touye nan fason sa a.
6 ୬ ସେମନ୍ ପର୍ମେସରର୍ କବର୍ ଜାନାଇବାବେଲେ ଜେନ୍ତାରି କି ବର୍ସା ନଅ ବଲି ବାଦଲ୍କେ ଡାବିକରି ସଙ୍ଗଇବାକେ ତାକର୍ ଅଦିକାର୍ଆଚେ । ପାଜ୍ରା ପାନିମନ୍କେ ବନି କର୍ବାକେ ମିସା ତାକର୍ ଅଦିକାର୍ ରଇସି । ଜେଡେବେଲେ ମନ୍କଲେ, ସେଡେବେଲେ ଜନ୍ ରକାମ୍ ମର୍ଡି ଦର୍ତନି ଉପ୍ରେ କେତେତର୍ ମିସା କରି ବାଦାଦେବାକେ, ସେମନର୍ ଅଦିକାର୍ ଆଚେ ।
Sa yo gen pouvwa pou fèmen syèl la pou lapli pa tonbe pandan jou pwofesi yo a. Yo gen pouvwa sou dlo pou fè yo tounen san, e pou frape latè avèk tout kalite fleyo, nenpòt lè yo ta vle.
7 ୭ ସେମନ୍ ତାକର୍ କବର୍ ଜାନାଇଲା ପଚେ, ଗଟେକ୍ ବେସି ଡର୍ ଲାଗ୍ବା ପସୁ ପାତାଲେଅନି ବାରଇଆସି ତାକର୍ ବିରୁଦେ ଜୁଇଦ୍ କର୍ସି । ସେ ପସୁ ସେମନ୍କେ ଆରାଇକରି ମରାଇଦେଇସି । (Abyssos )
Lè yo fini temwayaj yo, bèt ki sòti nan labim nan va fè lagè avèk yo e venk yo pou touye yo. (Abyssos )
8 ୮ ବଡ୍ ନଅର୍ ସାଇର୍ ମଜାଇ ତାକର୍ ମଲା ଗାଗଡ୍ ରଇସି । ସେ ବଡ୍ ନଅରେ ତାକର୍ ମାପ୍ରୁ କୁରୁସ୍କାଟେ ସର୍ପି ଅଇରଇଲା । ସେ ନଅର୍ ସଦମ୍ କି ମିସର୍ ରାଇଜ୍ ପାରା ଆଚେ ।
Konsa, kadav yo va rete nan lari gran vil ki nan lespri a yo rele Sodome e Égypte la, kote osi Senyè yo a te krisifye a.
9 ୯ ତିନ୍ ଦିନ୍ ଆରି ଅଦା ଦିନର୍ପାଇ ସବୁ ରାଇଜର୍, ସବୁ ଦେସର୍, ସବୁ ବଁସର୍, ସବୁ ଜାତିର୍ ଆରି ସବୁ ବାସାର୍ ଲକ୍ ଦେକ୍ବାଇ । ସେ ମଲା ମଡାମନ୍କେ ତପ୍ବାକେ ସେମନ୍ ରାଜି ନଅତ୍ ।
Sila ki soti nan pèp yo, tribi yo, lang ak nasyon yo va gade kadav pa yo pandan twa jou edmi, e li p ap pèmèt pou kadav yo mete nan tonbo.
10 ୧୦ ଏ ଦୁଇ ଲକ୍ ମଲାର୍ପାଇ, ଜଗତର୍ ଲକ୍ ସାର୍ଦା ଅଇବାଇ । ଏ ଦୁଇଟା ବବିସତ୍ବକ୍ତାମନ୍ ଜଗତେ ବେସି ଦୁକ୍କସ୍ଟ ଆନାଇଲାଇଜେ ଲକ୍ମନ୍ ସାର୍ଦା ଅଇବାଇ ଆରି ସାଇସାର୍ଦା ଅଇକରି ସାର୍ଦା ଅଇବା ଜିନିସ୍ମନ୍ ଦିଆନିଆ ଅଇବାଇ ।
Epi sila ki rete sou latè yo va rejwi sou yo, e fete. Yo va voye kado bay youn lòt, paske de pwofèt sa yo te toumante sila ki rete sou latè yo.
11 ୧୧ ତିନ୍ଦିନ୍ ଆରି ଅଦା ଦିନ୍ ପଚେ ଜିବନ୍ ଦେବା ଗଟେକ୍ ପୁଣ୍ଡା ପର୍ମେସର୍ ଟାନେଅନି ଆସି ତାକର୍ ବିତ୍ରେ ପୁର୍ଲା । ଆରି ଏଦେ ଦେକା! ସେମନ୍ ଉଟ୍ଲାଇ । ସେମନ୍କେ ଦେକ୍ଲା ଲକ୍ମନ୍ ବେସି ଡରିଗାଲାଇ ।
Men apre twa jou edmi yo, souf lavi soti nan Bondye te vini sou yo, yo te kanpe sou pye yo, e gwo laperèz te vin tonbe sou tout sila ki t ap gade yo.
12 ୧୨ ତାର୍ପଚେ ସର୍ଗେ ଅନି ଗଟେକ୍ ଜବର୍ ସବଦ୍ ବବିସତ୍ବକ୍ତାମନ୍କେ କଇଲା, “ଉପ୍ରେ ଆସା ।” ଆରି ତାକର୍ ବିରଦିମନ୍ ଦେକ୍ବାବେଲେ ସେମନ୍ ଗଟେକ୍ ବାଦଲ୍ ଉପ୍ରେ ବସି ସର୍ଗେ ଗାଲାଇ ।
Epi yo te tande yon gwo vwa nan syèl la ki t ap di yo: “Vin monte isit la.” Konsa yo te monte nan syèl la nan nwaj la, e menm lènmi yo te gade yo.
13 ୧୩ ସେଡ୍କିବେଲେ, ଏଦେ ଦେକା! ବେସି ଦର୍ତନି ଚୁଲ୍ବୁଲି ଗାଲା । ନଅରର୍ ଦସ୍ବାଗେଅନି ଗଟେକ୍ ବାଗ୍ କୁରୁପ୍ନାସ୍ ଅଇଗାଲା । ଆରି ତେଇ ୭,୦୦୦ ଲକ୍ମନ୍ ମରିଗାଲାଇ । ବାକି ରଇଲା ଲକ୍ମନ୍ ଡରିକରି ସର୍ଗେ ରଇବା ପର୍ମେସରର୍ ବପୁକେ ଡାକ୍ପୁଟା କଲାଇ ।
Epi nan lè sa a, te gen yon gwo tranbleman detè, e yon dizyèm pati nan vil la te tonbe. Sèt-mil moun te mouri nan tranbleman detè a, e rès moun yo te vin ranpli avèk laperèz e te bay glwa a Bondye syèl la.
14 ୧୪ ବେସି ଡର୍ ଅଇବା ଦୁଇ ଲମର୍ ଦୁକ୍କସ୍ଟ ସାରିଗାଲା । ମାତର୍ ଏବେ ଦେକା ପଚର୍ଟା ଦାପ୍ରେ ଆଇସି ।
Dezyèm malè a gen tan pase. Gade byen, twazyèm malè a ap vini byen vit.
15 ୧୫ ତାର୍ପଚେ ସାତ୍ ଲମର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା! ସର୍ଗେ ଜବର୍ ଆଉଲି ଅଇବାଟା ସୁନିଅଇଲା । ଜଗତ୍କେ ସାସନ୍ କର୍ବା ବପୁ ଆମର୍ ମାପ୍ରୁ ଆରି ତାର୍ ମସିଅକେ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି । (aiōn )
Answit, setyèm zanj lan te sone, epi te gen gwo vwa yo nan syèl la ki t ap di: “Wayòm mond sa a gen tan devni wayòm a Senyè nou an, ak Kris Li a. Li va renye pou tout tan e pou tout tan!” (aiōn )
16 ୧୬ ତାର୍ପଚେ ପର୍ମେସରର୍ ମୁଆଟେ ବସ୍ବା ଜାଗାଇ ବସିରଇବା ୨୪ ଟା ପାର୍ଚିନ୍ମନ୍ ଡାଣ୍ଡାସନ୍ ପଡି ତାକେ ଜୁଆର୍ କଲାଇ ।
Venn-kat ansyen yo, ki chita sou twòn pa yo devan Bondye, te tonbe sou figi yo pou adore Bondye.
17 ୧୭ ସେମନ୍ ଏନ୍ତାରି କଇଲାଇ “ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଉପ୍ରେ ଆଚେ । ସେ ସବୁବେଲେ ରଇଲା ଆରି ରଇସି ମିସା । ତର୍ ବଡ୍ ବପୁ ସଙ୍ଗ୍ ତୁଇ ସାସନ୍ କର୍ବାକେ ଆରାମ୍ କଲୁସ୍ । ଆରାମ୍ କଲାର୍ପାଇ ଆମେ ତକେ ଜୁଆର୍ କଲୁନି ।
E yo t ap di: “Nou ba Ou remèsiman, O Senyè, Bondye, Toupwisan an, ki la e ki te la, paske Ou te pran pwisans ou a, e ou te kòmanse renye.
18 ୧୮ ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ ।
“Nasyon yo te vin anraje e kòlè Ou te vin parèt. Lè a te vin rive pou mò yo vin jije e pou rekonpanse sèvitè Ou yo, pwofèt yo, sen yo, ak sila ki gen lakrent pou non Ou yo, piti kou gran, e pou detwi sila ki detwi latè yo.”
19 ୧୯ ସର୍ଗେ ରଇବା ପର୍ମେସରର୍ ମନ୍ଦିର୍ ଉଗାଡି ଅଇଲା ଆରି ତେଇ ରାଜିନାମାର୍ ପେଡି ଡିସ୍ଲା । ତାର୍ପଚେ ବିଜ୍ଲି ଜଟକ୍ଲା, ଗଡ୍ଗଡି ମାର୍ଲା ଦର୍ତନି ଚୁଲ୍ବୁଲ୍ଲା ଆରି ବେସି କାରାପାକ୍ନା ମିସା ମାର୍ଲା ।
Epi tanp Bondye ki nan syèl la te vin louvri e lach akò Li a te parèt nan tanp Li a. Konsa, te gen kout eklè, bri, gwo kout tonnè, yon tranbleman detè, ak gwo tanpèt lagrèl.