< ପର୍କାସିତ 15 >
1 ୧ ଏଦେ ଦେକା! ତାର୍ପଚେ ଆକାସେ ଆରିଗଟେକ୍ କାବା ଅଇଜିବା ଚିନ୍ ମୁଇ ଦେକ୍ଲି । ତେଇ ସାତ୍ଟା ଦୁତ୍ମନ୍କେ ସାତ୍ଟା ମର୍ଡି ସର୍ପାଇ ଅଇରଇଲା । ଏ ସର୍ତେ ମର୍ଡି ସାରାସାରି ବେଲର୍ଟା । କାଇକେବଇଲେ ଏଟା ଅଇଲାନି ଦର୍ତନି ଉପ୍ରେ ପର୍ମେସର୍ ଆନ୍ବା ସାରାସାରିର୍ ଡଣ୍ଡ୍ ।
And I saw another prodigy in heaven, great and wonderful; seven angels, having seven plagues, the last in order, because with them the wrath of God is consummated.
2 ୨ ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।
And I saw as it were, a sea of glass mixed with fire: and they, who had been victorious over the beast of prey, and over its image, and over the number of its name, were standing on the sea of glass; and they had the harps of God.
3 ୩ ସେ ଲକ୍ମନ୍ ମସା ଜେ କି ପର୍ମେସରର୍ ଗତିଦାଙ୍ଗ୍ଡା, ତାର୍ ଗିତ୍ ଆରି ମେଣ୍ଡାପିଲାର୍ ଗିତ୍ ଗାଇତେରଇଲାଇ । ମାପ୍ରୁ ପର୍ମେସର୍ ଜେ କି ସବୁର୍ ଉପ୍ରେ ଆଚେ, ତମେ କର୍ବା କାମ୍ ବେସି ବଡ୍ ଆରି କାବାଅଇଜିବାଟା । ତୁଇ ରାଇଜ୍ମନର୍ ରାଜା । ତର୍ ବାଟ୍ ସତ୍ ଆରି ସମାନ୍ ।
And they sing the song of Moses the servant of God, and the song of the Lamb, saying: Great and marvellous are thy deeds, Lord God Almighty; just and true are thy ways, O King of worlds.
4 ୪ ତମ୍କେ ପର୍ମେସର୍ ବଲି ନ ନାମ୍ବା ଲକ୍ କେ ନ ରଅତ୍ । ତମ୍କେ ଡାକ୍ପୁଟା ନ କର୍ବା ଲକ୍ କେ ନ ରଅତ୍ । କାଇକେବଇଲେ ତମେସେ ସୁକଲ୍ । ସବୁ ରାଇଜର୍ ଲକ୍ମନ୍ ତମ୍କେ ଜୁଆର୍ କର୍ବାକେ, ତମର୍ ମୁଆଟେ ରୁଣ୍ଡ୍ବାଇ । କାଇକେବଇଲେ ତମର୍ ଦରମ୍ କାମ୍ମନ୍ ସବୁ ସେମନ୍ ଦେକ୍ଲାଇ ଆଚତ୍ ।
Who shall not fear thee, O Lord, and glorify thy name? Because thou only art holy and just: Because all nations shall come and worship before thee, since thy righteousnesses have been revealed.
5 ୫ ତାର୍ପଚେ ସୁକଲ୍ ତମୁ ରଇବା ସରଗର୍ ମନ୍ଦିର୍ ଉଗାଡି ଅଇରଇବାଟା ମୁଇ ଦେକ୍ଲି ।
And after this I beheld, and the temple of the tabernacle of the testimony in heaven, was opened.
6 ୬ ସାତ୍ଟା ମର୍ଡି ସର୍ପାଇ ଅଇରଇବା ସାତ୍ଟା ଦୁତ୍ମନ୍ ମନ୍ଦିରେ ଅନି ବାରଇଲାଇ । ସେମନ୍ ଦବ୍ ରଇକରି ଜକ୍ଜକି ଜାଇତେରଇବା ବସ୍ତର୍ ପିନ୍ଦି ରଇଲାଇ । ଆରି ସୁନାର୍ ବେଲ୍ଟୁ ବୁକେ ବାନ୍ଦିଅଇରଇଲାଇ ।
And the seven angels who had the seven plagues, went forth from the temple, clothed in clean splendid linen, and girded about their breast with girdles of gold.
7 ୭ ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେ ଗଟେକ୍ ସବୁବେଲର୍ ପର୍ମେସରର୍ ରିସାସଙ୍ଗ୍ ବର୍ତି ଅଇରଇବା ସାତ୍ଟା ସୁନାର୍ ଗିନା, ସେ ସାତ୍ଟା ଦୁତ୍ମନ୍କେ ଦେଲା । (aiōn )
And one of the four Animals gave to those seven angels seven cups of gold, full of the wrath of God who liveth for ever and ever. (aiōn )
8 ୮ ପର୍ମେସର୍ ବପୁ ଆରି ତାର୍ ମଇମାର୍ ଲାଗି ମନ୍ଦିର୍ ଦୁଆଁ ସଙ୍ଗ୍ ବର୍ତି ଅଇଲା । ସେ ସାତ୍ଟା ଦୁତ୍ମନ୍ ସାତ୍ଟା ମର୍ଡି ନ ସାରାଇବା ଜାକ, ମନ୍ଦିର୍ ବିତ୍ରେ କେ ପୁରିନାପାର୍ଲାଇ ।
And the temple was filled with smoke, from the glory of God and from his power; and no one was able to enter the temple, until the seven plagues of the seven angels were accomplished.