< ପର୍କାସିତ 16 >
1 ୧ ତାର୍ପଚେ ଗଟେକ୍ ମନ୍ଦିରେଅନି ଗଟେକ୍ ଜବର୍ ସବଦ୍ ସେ ସାତ୍ଟା ଦୁତ୍ମନ୍କେ କାତା ଅଇବାଟା ମୁଇ ସୁନ୍ଲି । “ଜାଆ ଆରି ପର୍ମେସରର୍ ରିସା ବର୍ତି ଅଇରଇବା ସାତ୍ଟା ଗିନା ଦର୍ତନି ଉପ୍ରେ ଆଜାଡିଦେସ୍ ।”
And I heard a loud voice from the sanctuary saying to the seven angels, “Go, pour out the bowls of God's fury on the earth.”
2 ୨ ପର୍ତୁମ୍ ଦୁତ୍ ଗାଲା ଆରି ତାର୍ ରିସାର୍ ଗିନା ଦର୍ତନି ଉପ୍ରେ ଆଜାଡିଦେଲା । ଆରି ଏଦେ ଦେକା! ଜନ୍ ଲକ୍ମନ୍ ଜେ କି ପସୁର୍ ଚିନ୍ ଗଦିଅଇରଇଲାଇ ଆରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ, ତାକର୍ ଗାଗ୍ଡେ ମୁର୍ଚି ନାପାର୍ଲା ପାରା ଉଟାନ୍ ବାରଇଲା ।
So off went the first one and poured out his bowl on the earth, and a foul and malignant ulcer appeared in the people who had the mark of the beast and those who worshiped his image.
3 ୩ ତାର୍ପଚେ ଦୁଇ ଲମର୍ ଦୁତ୍ ତାର୍ ରିସାର୍ ଗିନା ସମ୍ଦୁରେ ଆଜାଡି ଦେଲା । ଆରି ଏଦେ ଦେକା! ତେଇର୍ ପାନି ମଲାଲକର୍ ବନିପାରା ଅଇଗାଲା । ଆରି ସମ୍ଦୁରେ ରଇବା ଜଁତ୍ଜିଆଦ୍ ମରିଗାଲାଇ ।
Then the second angel poured out his bowl on the sea, and it turned into blood, like a dead person's; so every living soul in the sea died.
4 ୪ ତାର୍ପଚେ ତିନ୍ ଲମର୍ ଦୁତ୍ ତାର୍ ରିସାର୍ ଗିନା ଗାଡ୍ମନ୍କେ ଆରି ପାଜ୍ରାମନ୍କେ ଆଜାଡିଦେଲା । ସେଟାମନର୍ ପାନି ସବୁ ବନି ଅଇଗାଲା ।
Then the third angel poured out his bowl on the rivers and the springs of water, and they turned into blood.
5 ୫ ତାର୍ପଚେ ପାନି ଦେକାରକା କର୍ବା ଦୁତ୍ ଏନ୍ତାରି କଇବାଟା ମୁଇ ସୁନ୍ଲି “ଏ ସୁକଲ୍ ରଇବା ପର୍ମେସର୍ ତମେ ଆଗେଅନି ଆରି ଏବେ ମିସା ଆଚାସ୍ । ତମର୍ ବିଚାର୍ନା ଟିକ୍ ଆଚେ ।
And I heard the angel of the waters saying: “How just You are! The One who is and who was, the holy One, because You have judged these things.
6 ୬ ପର୍ମେସର୍ ଲକ୍ମନର୍ ଆରି ବବିସତ୍ବକ୍ତାମନର୍ ବନି ଡାଲିଦେଲାଇ । ତେବର୍ପାଇ ତମେ ସେମନ୍କେ କାଇବାକେ ବନି ଦେଇଆଚାସ୍ । ସେମନ୍ କରିରଇବା କାମର୍ ପଲ୍ ସେମନ୍ ଆକା ପାଇଲାଇ ଆଚତ୍ ।”
Because they shed the blood of saints and prophets, and You have given them blood to drink. They deserve it!”
7 ୭ ତାର୍ପଚେ ବେଦିଟାନେଅନି ଗଟେକ୍ ସବଦ୍ ମୁଇ ସୁନ୍ଲି । “ମାପ୍ରୁ ପର୍ମେସର୍ ଜେ କି ସବୁର୍ ଉପ୍ରେ ଆଚେ, ତମର୍ ବିଚାର୍ନା ସମାନ୍ ଆରି ସତ୍ ।”
And I heard one from the altar saying: “Yes, O Lord God, the Almighty! Your judgings are true and just!”
8 ୮ ତାର୍ପଚେ ଚାରି ଲମର୍ ଦୁତ୍ ତାର୍ ରିସାର୍ ଗିନା ବେଲ୍ ଉପ୍ରେ ଆଜାଡ୍ଲା । ଆରି ଏଦେ ଦେକା! ତାର୍ ଅପର୍ବଲ୍ ତାତି ସଙ୍ଗ୍ ଲକ୍ମନ୍କେ ପଡାଇଦେବାକେ ବେଲ୍ ଆଦେସ୍ ପାଇଲା ।
Then the fourth angel poured out his bowl on the sun, and it was granted to him to burn the people with fire.
9 ୯ ସେ ଅପର୍ବଲ୍ ତାତିର୍ ଲାଗି ସେମନ୍ ପଡିଗାଲାଇ । ଆରି ପର୍ମେସରର୍ ନାଉଁ ଦାରି ସାଇପ୍ ଦେଲାଇ । କାଇକେବଇଲେ ଏ ସବୁର୍ ମର୍ଡି ଉପ୍ରେ ତାର୍ଆକା ଅଦିକାର୍ ରଇଲା । ମାତର୍ ସେମନ୍ ଏନ୍ତାର୍ ଅଇଲାଇ ମସିଆ ତାକର୍ ପାପେଅନି ବାଉଡତ୍ନାଇ । ଆରି ପର୍ମେସରର୍ ବଡ୍ କାମ୍କେ ମାନତ୍ନାଇ ।
So the people were burned with severe burns, and they blasphemed the name of God, who has authority over these plagues. And they did not repent to give Him glory.
10 ୧୦ ତାର୍ପଚେ ପାଁଚ୍ ଲମର୍ ଦୁତ୍ ତାର୍ ରିସାର୍ ଗିନା ପସୁର୍ ବସ୍ବା ଜାଗାର୍ ଉପ୍ରେ ଆଜାଡିଦେଲା । ଆରି ଏଦେ ଦେକା! ପସୁର୍ ରାଇଜେ ଆନ୍ଦାର୍ ଡାବିଅଇଦେଲା । ଆରି ଦୁକାର୍ ଲାଗି ଲକ୍ମନ୍ ନିଜର୍ ନିଜର୍ ଜିବ୍ ଚାବିଅଇଦେଲାଇ ।
Then the fifth angel poured out his bowl on the throne of the Beast, and his kingdom was plunged into darkness; so they gnawed their tongues because of the pain.
11 ୧୧ ତାକର୍ ଦୁକା ଆରି ଉଟାନର୍ ଲାଗି ସରଗର୍ ପର୍ମେସର୍କେ ସେମନ୍ ସାଇପ୍ ଦେଲାଇ । ମାତର୍ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ସେମନ୍ ବାଉଡତ୍ନାଇ ।
And they blasphemed the God of heaven because of their pains, and because of their ulcers; yet they did not repent of their deeds.
12 ୧୨ ତାର୍ପଚେ ଚଅ ଲମର୍ ଦୁତ୍ ତାର୍ ରିସାର୍ ଗିନା ଇଉପର୍ଟିସ୍ ନାଉଁର୍ ଗଟେକ୍ ବଡ୍ଗାଡେ ଆଜାଡିଦେଲା । ଆରି ଏଦେ ଦେକା! ସେ ଗାଡର୍ ପାନି ଆଁଟିଗାଲା । ସେନ୍ତାରି ପୁର୍ବେଅନି ଜନ୍ ରାଜାମନ୍ ଆରି ତାକର୍ ସନିଅମନ୍ ଆଇବାର୍ ରଇଲା, ସେମନର୍ପାଇ ବାଟ୍ ତିଆର୍ଅଇଲା ।
Then the sixth angel poured out his bowl on the great river Euphrates, and its water was dried up, so that the way for the kings from the sun's rising might be prepared.
13 ୧୩ ତାର୍ପଚେ ତିନ୍ଟା ବେଙ୍ଗ୍ପାରା ଡିସ୍ବା ଅସୁକଲ୍ ଆତ୍ମାମନ୍କେ ମୁଇ ଦେକ୍ଲି । ସେମନ୍ ଅସୁର୍ସାଁପର୍ ଟଣ୍ଡେଅନି, ପସୁର୍ ଟଣ୍ଡେଅନି ଆରି ମିଚ୍ କଇବା ବବିସତ୍ବକ୍ତାର୍ ଟଣ୍ଡେଅନି ବାରଇ ଆଇତେରଇଲାଇ ।
And I saw three unclean spirits, like frogs, coming out of the mouth of the dragon, out of the mouth of the Beast, and out of the mouth of the false prophet.
14 ୧୪ ସେମନ୍ କାବାଅଇଜିବା କାମ୍ କର୍ବା ଡୁମାମନର୍ ଆତ୍ମାମନ୍ । ଏ ତିନ୍ଟା ଆତ୍ମା ଜଗତେ ରଇବା ସବୁ ରାଜାମନର୍ଟାନେ ଗାଲାଇ । ବେସି ବପୁ ରଇବା ପର୍ମେସରର୍ ବଡ୍ ଦିନର୍ ଜୁଇଦେ ସେ ଆତ୍ମାମନ୍ ସବୁ ରାଜାମନ୍କେ ଟୁଲିଆଇ ଆନ୍ବାଇ ।
For they are spirits of demons, performing signs, which go out to the kings of the whole inhabited earth, to gather them to the battle of that great day of God Almighty.
15 ୧୫ ସୁନା, ମୁଇ ଚର୍ ପାରା ଆଇଲିନି । ଜନ୍ ଲକ୍ମନ୍ ଜାଗ୍ରତ୍ ରଇକରି ତାକର୍ ବସ୍ତର୍ ଜାଗର୍ତା କରି ସଙ୍ଗଇବାଇ, ସେମନ୍ କେଡେକ୍ କରମର୍ ଲକ୍ମନ୍ । ମୁଇ ଆଇବା ଦିନେ ସେମନ୍ ଗଟେକ୍ ଡୁମ୍ଣ୍ଡା ଅଇକରି ଏନେତେନେ ବୁଲ୍ବା ଲକ୍ ପାରା ନ ରଏ । ଆରି ସେମନ୍ ଲକ୍ମନ୍କେ ଦେକି ଲାଜ୍ ନ ଅଅତ୍ ।
(“Watch out, I am coming like a thief. Blessed is the one who watches and guards his clothes, so that he not walk about naked and they see his shame.”)
16 ୧୬ ତାର୍ପଚେ ଆତ୍ମାମନ୍ ସବୁ ରାଜାମନ୍କେ ଗଟେକ୍ ଜାଗାଇ ଟୁଲିଆଇ ଆନ୍ଲାଇ । ଏବ୍ରି ବାସାଇ ସେ ଜାଗାର୍ ନାଉଁ ଅଇଲାନି ଅମିଗର୍ଦନ୍ ।
So he gathered them to the place called in Hebrew, Armagedon.
17 ୧୭ ତାର୍ପଚେ ସାତ୍ ଲମର୍ ଦୁତ୍, ତାର୍ ରିସାର୍ ଗିନା ପବନେ ଆଜାଡିଦେଲା । ଆରି ଏଦେ ଦେକା! ମନ୍ଦିରେ ରଇବା ବସ୍ବା ଜାଗାଇ ଅନି ଗଟେକ୍ ବଡ୍ ସବଦ୍ ଆଇଲା । “ସେଟା ସବୁ ସାରିଗାଲା!”
Then the seventh angel poured out his bowl into the air, and a great voice came out of the sanctuary of heaven, from the Throne, saying, “It is done!”
18 ୧୮ ଦାପ୍ରେ ବିଜ୍ଲି ମାର୍ଲା, ଗଡ୍ଗଡି ମାର୍ଲା ଆରି ବେସି ଦର୍ତନି ଚୁଲ୍ବୁଲ୍ଲା । ମୁନୁସ୍ ଜାତି ତିଆର୍ କଲାତେଇଅନି ଏନ୍ତାରି ଦର୍ତନି ଚୁଲ୍ବୁଲ୍ବାଟା କେବେ ନ ଅଇରଇଲା । ଏଟା ସବୁର୍ଟାନେ ଅନି କାରାପ୍ ରଇଲା ।
and there were lightnings and thunders and noises. And there was a tremendous earthquake, a terribly severe earthquake such as had not occurred since mankind existed on the earth.
19 ୧୯ ସେ ବଡ୍ ନଅର୍ ତିନ୍ବାଗ୍ ଅଇଗାଲା । ସବୁ ଦେସର୍, ସବୁ ରାଇଜର୍ ନଅର୍ମନ୍, ବିନାସ୍ ଅଇଗାଲା । ପର୍ମେସର୍ ଡାକ୍ପୁଟା ରଇବା ବାବିଲନ୍କେ ଏତାଇଲା । ଆରି ତାର୍ ଗିନାଇଅନି ତାକେ ମଦ୍ କୁଆଇଲା । ଏଟାର୍ ଅରତ୍ ଅଇଲାନି, ତାର୍ ରିସାଇଅନି ଆଇବା ବଡ୍ ଡଣ୍ଡ୍ ସେମନ୍ ପାଇବାଇ ।
So the great city was divided into three parts, and the cities of the nations fell. And Babylon the great was remembered before God, to give her the cup of the wine of the fury of His wrath.
20 ୨୦ ସମ୍ଦୁର୍ ମଜାଇ ରଇବା ସୁକ୍ଲା ଜାଗାମନ୍ ସବୁ କୁପ୍ଲି, କି ଡଙ୍ଗର୍ମନ୍ ନ ରଇଲା ।
And every island fled, and mountains were not found.
21 ୨୧ ଆକାସେଅନି ପଚାସ୍ କେଜି ଲାକା ରଇବା କାରାପାକ୍ନାମନ୍ ଲକ୍ମନର୍ ଉପ୍ରେ ଅଦର୍ଲା । କାରାପାକ୍ନା ଅଦର୍ଲା ବିପଦର୍ଲାଗି ଲକ୍ମନ୍ ପର୍ମେସର୍କେ ସାଇପ୍ ଦେଲାଇ । କାଇକେବଇଲେ ସେଟାଗଟେକ୍ ବଡ୍ ବିପଦ୍ ରଇଲା ।
And huge hailstones, weighing about a talent, fell out of the sky on the people; and the people blasphemed God on account of the plague of the hail, because its plague was exceedingly severe.