< ପର୍କାସିତ 17 >
1 ୧ ତାର୍ପଚେ ସାତ୍ଟା ଗିନାଦାରିରଇବା ସାତ୍ଟା ଦୁତ୍ମନର୍ ବିତ୍ରେ ଅନି ଗଟେକ୍ ଦୁତ୍ ମକେ ଆସିକରି କଇଲା, “ଇତି ଆଉ ।” ସେ ଡାକ୍ପୁଟାର୍ ବେସିଆ କେନ୍ତାରି ଡଣ୍ଡ୍ ପାଇସି, ସେଟା ମୁଇ ତକେ ଦେକାଇବି । ବେସି ଗାଡ୍ମନ୍ ମିସିରଇବା ଜାଗାଇ ସେ ନଅର୍ ତିଆର୍ ଅଇଲାଆଚେ ।
Jeden z siedmiu aniołów, trzymających puchary, podszedł do mnie i rzekł: —Chodź, pokażę ci sąd nad wielką prostytutką, która siedzi nad wieloma wodami.
2 ୨ ଜଗତର୍ ରାଜାମନ୍ ତାର୍ ସଙ୍ଗ୍ ବେସିଆ କାମ୍ କଲାଇ । ଜଗତର୍ ଲକ୍ମନ୍ ତାର୍ ମଦ୍ କାଇକରି ମାତ୍ଲାଇ । ତାର୍ ଅରତ୍ ଅଇଲାନି, ତାକର୍ କାରାପ୍ ଚଲାଚଲ୍ତିକେ ସେମନ୍ ମାନ୍ଲାଇ ।
Grzeszyli z nią władcy całego świata, a mieszkańcy ziemi byli upojeni jej rozwiązłością.
3 ୩ ମକେ ଆତ୍ମା ଦାରିଦେଲା ଆରି ଦୁତ୍ ମକେ ମରୁବାଲି ବୁଏଁ ଡାକିନେଲା । ଆରି ଏଦେ ଦେକା! ତେଇ ରଙ୍ଗ୍ ପସୁର୍ ଉପ୍ରେ ଗଟେକ୍ ମାଇଜି ବସିରଇବାଟା ମୁଇ ଦେକ୍ଲି । ତାକେ ସାତ୍ଟା ମୁଣ୍ଡ୍ ଆରି ଦସ୍ଟା ସିଙ୍ଗ୍ ରଇଲା । ପର୍ମେସର୍କେ ନିନ୍ଦାକର୍ବା ନାଉଁ ସେ ପସୁର୍ ଉପ୍ରେ ଲେକାଅଇରଇଲା ।
Dzięki mocy Ducha, anioł przeniósł mnie na pustynię, gdzie zobaczyłem kobietę siedzącą na szkarłatnej bestii o siedmiu głowach i dziesięciu rogach, na której wypisano imiona obrażające Boga.
4 ୪ ସେ ମାଇଜି ରଙ୍ଗ୍ ଆରି ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦିରଇଲା । ସେ ବେସି ସୁନାବାନା, ଆରି ବେସି ଦାମ୍ ଦେଇରଇବା ଇରାନିଲା ପିନ୍ଦିରଇଲା । ତାର୍ ଆତେ ସୁନାର୍ ଗିନା ଦାରିରଇଲା । ସେ କରିରଇବା ବେସିଆ କାମ୍ମନ୍ ଆରି କାରାପ୍ କାମ୍ମନ୍ ସେ ଗିନାଇ ବର୍ତିଅଇରଇଲା ।
Kobieta była ubrana w purpurę i szkarłat. Miała też na sobie biżuterię ze złota, szlachetnych kamieni i pereł, w ręku zaś trzymała złoty kielich, wypełniony jej rozwiązłością i obrzydliwymi czynami.
5 ୫ ତାର୍ କାପାଲେ ଲେକିରଇବା ନାଉଁ କେ ନାଜାନ୍ବା ଗଟେକ୍ ଅରତ୍ ରଇଲା । “ଏ ଡାକ୍ପୁଟାର୍ ବାବିଲନ୍!” ଜଗତେ କରିରଇବା ସବୁ ବେସିଆ କାମର୍ ଆରି କରାପ୍ କାମର୍ ଆୟା ତୁଇସେ ।
Na czole miała tajemniczy napis: WIELKI BABILON, MATKA PROSTYTUTEK ORAZ WSZELKIEJ OBRZYDLIWOŚCI NA ŚWIECIE.
6 ୬ ଆରି ସେ ମାଇଜି ପର୍ମେସରର୍ ଲକ୍ମନର୍ ବନି କାଇ ମାତିରଇବାଟା ମୁଇ ଦେକ୍ଲି । ଜିସୁକେ ବିସ୍ବାସ୍ କରି ସାଦ୍ବାନ୍ଦ୍ ଅଇ ମରିଜାଇରଇବା ଲକ୍ମନର୍ ବନି କାଇକରି ମିସା ସେ ମାତିରଇଲା । ମୁଇ ତାକେ ଦେକିକରି କାବା ଅଇଗାଲି ।
Zauważyłem, że kobieta ta jest pijana—upojona krwią świętych, którzy zostali zamordowani za wierność Jezusowi. Bardzo mnie to wszystko zdziwiło. Wtedy anioł powiedział:
7 ୭ ଦୁତ୍ ମକେ ପାଚାର୍ଲା, “କାଇକେ ତୁଇ କାବା ଅଇଗାଲୁସ୍? ଏ ମାଇଜିର୍ ଆରି ତାକେ ଦାରିରଇବା ପସୁର୍ କେ ନାଜାନି ରଇବା ଅରତ୍ ମୁଇ ତକେ କଇଦେବି ।” ସେ ପସୁକେ ସାତ୍ଟା ମୁଣ୍ଡ୍ ଆରି ଦସ୍ଟା ସିଙ୍ଗ୍ ରଇଲା ।
—Czemu tak się dziwisz? Odsłonię przed tobą tajemnicę tej kobiety oraz bestii, mającej siedem głów i dziesięć rogów, niosącej ją na swoim grzbiecie.
8 ୮ ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି । (Abyssos )
Bestia, którą zobaczyłeś, wcześniej była, lecz teraz jej nie ma. Wyjdzie jednak z otchłani, ale spotka ją zagłada. Wtedy mieszkańcy ziemi, których imiona nie zostały przed powstaniem świata zapisane w księdze życia, zdziwią się. Zobaczą bowiem bestię, która wcześniej była, a teraz jej nie ma, ale jeszcze się pojawi. (Abyssos )
9 ୯ “ଗଟେକ୍ ଗିଆନ୍ ରଇବା ଆରି ଚିନ୍ତା କର୍ବା ଲକ୍ସେ ଏଟା ବୁଜିପାର୍ସି । ସେ ସାତ୍ଟା ମୁଣ୍ଡର୍ ଅରତ୍ ଅଇଲାନି, ସେ ମାଇଜି ବସ୍ବା ସାତ୍ଟା କୁପ୍ଲି । ସେଟା ଅଇଲାନି ସାତ୍ଟା ରାଜାମନ୍ ମିସା ।
Zrozumienie tego wymaga dużej mądrości: Siedem głów bestii to siedem wzgórz, na których siedzi kobieta—a także siedmiu władców.
10 ୧୦ ସେ ସାତ୍ଟା ରାଜାମନର୍ ବିତ୍ରେ ଅନି ପାଁଚଟା ରାଜା ବୁଡିଗାଲାଇ । ଗଟେକ୍ ଏବେ ମିସା ସାସନ୍ କଲାନି । ସାରାସାରିଟା ଏବେଜାକ ଆସେନାଇତା । ସେ ଆଇଲେ ଚନେକର୍ପାଇ ସାସନ୍ କର୍ବାର୍ଆଚେ ।
Pięciu już upadło, szósty właśnie panuje, a siódmy dopiero się pojawi. Jego rządy będą jednak krótkotrwałe.
11 ୧୧ ଆରି ଜନ୍ ପସୁ ଜେ କି ଆଗ୍ତୁ ବଁଚିରଇଲା, ଆରି ଏବେ ସେ ବଁଚେନାଇ, ସେ ଅଇଲାନି ଆଟ୍ ଲମର୍ ରାଜା । ସାତ୍ଟା ରାଜାମନର୍ ବିତ୍ରେଅନି ସେ ଗଟେକ୍ । ଆରି ସେ ମିସା ବୁଡିଜାଇସି ।”
Bestia, która wcześniej była, a teraz jej nie ma, to ósmy władca. Jest on jednym z siedmiu, ale pojawi się ponownie, czeka go jednak zagłada.
12 ୧୨ ଜନ୍ ଦସ୍ଟା ସିଙ୍ଗ୍ ତୁଇ ଦେକିରଇଲୁସ୍, ସେଟା ଅଇଲାନି ଦସ୍ଟା ରାଜା । ସେମନ୍ ଏବେଜାକ ରାଇଜେ ସାସନ୍ କରତ୍ ନାଇତା । ମାତର୍ ପସୁସଙ୍ଗ୍ ରାଜା ଇସାବେ ଗଟେକ୍ ଗଁଟା ସାସନ୍ କର୍ବାକେ ଅଦିକାର୍ ଦିଆଅଇସି ।
Dziesięć rogów to dziesięciu władców, którzy nie objęli jeszcze władzy. Otrzymają ją na krótki czas i będą rządzić razem z bestią.
13 ୧୩ ଏ ସବୁ ଦସ୍ଟା ରାଜାମନ୍କେ ଗଟେକ୍ ଆକା ଆଦେସ୍ ଆଚେ । ତାକର୍ ସବୁ ବପୁ ଆରି ଅଦିକାର୍ ପସୁକେ ଦେବାଇ ।
Jednomyślnie postanowią podporządkować jej całą swoją potęgę i władzę.
14 ୧୪ ସେମନ୍ ମେଣ୍ଡାପିଲାର୍ ବିରୁଦେ ଜୁଇଦ୍ କର୍ବାଇ । ମାତର୍ ମେଣ୍ଡାପିଲା ସେମନ୍କେ ଆରାଇସି । କାଇକେବଇଲେ ସେ ସବୁ ମାପ୍ରୁମନର୍ ଟାନେଅନି ଉଚେ ରଇବା ମାପ୍ରୁ । ଆରି ରାଜା ମନର୍ଟାନେ ଅନି ଉପ୍ରେ ରଇବା ରାଜା । ତାର୍ ଜେତ୍କି ସିସ୍ମନ୍କେ ସେ ଡାକିକରି ବାଚ୍ଲାଆଚେ, ଆରି ତାକେ ସତ୍ ସଙ୍ଗ୍ ନାମ୍ବାଇ, ସେମନର୍ ସଙ୍ଗ୍ ସେ ଜୁଇଦ୍ କର୍ସି ।
I wypowiedzą wojnę Barankowi, ale On pokona ich, bo jest Panem panów i Królem królów. Razem z Nim zwycięstwo odniosą wierni słudzy Boga, którzy zostali przez niego powołani i wybrani.
15 ୧୫ ଦୁତ୍ ଏନ୍ତାରି ମିସା ମକେ କଇଲା, ତୁଇ ଜନ୍ ପାନି ଉପ୍ରେ ବେସିଆ ବସିରଇବାଟା ଦେକ୍ଲୁସ୍, ସେଟା ଅଇଲାନି ଏ ଜଗତର୍ ରାଇଜ୍ମନ୍, ଲକ୍ମନ୍, ଜାତିମନ୍ ଆରି ବାସାମନ୍ ।
Anioł mówił dalej: —Wody, nad którymi siedzi prostytutka, to ludzie różnych narodowości, ras i języków.
16 ୧୬ ତୁଇ ଦେକିରଇବା ଦସ୍ଟା ସିଙ୍ଗ୍ ଆରି ସେ ପସୁ, ବେସିଆକେ ଗିନ୍ କର୍ବାଇ । ତାର୍ଟାନେ ରଇବାଟା ସବୁ ଚାଡାଇନେଇ ଡୁମ୍ଣ୍ଡା କର୍ବାଇ । ତାର୍ ମାଉଁସ୍ କାଇକରି ତାକେ ଜଇଟାନେ ପଡାଇଦେବାଇ ।
Bestia i jej dziesięć rogów, które ujrzałeś, znienawidzą prostytutkę. Zrzucą z niej ubranie, pożrą jej ciało i spalą ją w ogniu.
17 ୧୭ କାଇକେବଇଲେ ପର୍ମେସର୍ ତାର୍ ଜଜ୍ନା ପୁରାପୁରନ୍ କର୍ବାକେ ସେମନର୍ ମନ୍କେ ଏ କାତାଦେଇ ପାଟାଇଆଚେ । ସେମନ୍ ଗଟେକ୍ ଅଇ କାମ୍ କର୍ବାଇ । ପର୍ମେସରର୍ ବାକିଅ ସିଦ୍ ଅଇବାଜାକ ତାର୍ ରାଇଜର୍ ସାସନ୍ କର୍ବା ବପୁ, ପସୁକେ ଦେଲାଆଚେ ।
Bóg sprawi, że wykonają Jego plan: jednomyślnie oddadzą władzę bestii. Będzie ona władać do czasu wypełnienia się Bożego słowa.
18 ୧୮ ଆରି ଜନ୍ ମାଇଜିକେ ତୁଇ ଦେକ୍ଲୁସ୍, ସେ ଅଇଲାନି, ଜଗତର୍ ରାଜାମନ୍କେ ସାସନ୍ କର୍ବା ସେ ବଡ୍ ନଅର୍ ।
Kobieta, którą widziałeś, jest natomiast wielkim miastem, panującym nad wszystkimi władcami ziemi.