< ପର୍କାସିତ 22 +
1 ୧ ତାର୍ପଚେ ଦୁତ୍ ମକେ ଜିବନର୍ ପାନି ରଇବା ଗାଡ୍ ଦେକାଇଲା, ଜନ୍ଟା କି କାଁଚ୍ପାରା ଡିସ୍ତେରଇଲା । ପର୍ମେସରର୍ ବସ୍ବା ଜାଗାଇଅନି ଆରି ମେଣ୍ଡାପିଲାର୍ଟାନେଅନି ସେ ଗାଡର୍ ପାନି ଆଇତେରଇଲା ।
Answit, li te montre m yon rivyè dlo lavi a, klè tankou kristal, ki t ap vini sòti nan twòn Bondye a ak Jèn Mouton an,
2 ୨ ନଅରର୍ ବାଟର୍ ମଜାଇ ସେଟା ବଇ ଆଇତେରଇଲା । ଗାଡର୍ ଦୁଇବାଟେ ଜିବନର୍ ଗଚ୍ ରଇଲା । ସେ ଗଚ୍ ମାସ୍କେ ଗଟେକ୍ ତର୍ ଅଇ ବରସ୍କେ ବାରତର୍ ପଲ୍ ଦାର୍ସି । ରାଇଜ୍ମନ୍ ନିକ ଅଇବାକେ ତାର୍ ପତର୍ମନ୍ ରଇଲା ।
nan mitan lari li a. Sou chak bò larivyè a, se te pyebwa lavi a, ki pote douz kalite fwi, ki bay fwi li chak mwa. Epi fèy pyebwa yo te pou gerizon a nasyon yo.
3 ୩ ପର୍ମେସରର୍ ଅବିସାପ୍ ରଇବା କାଇଟାମିସା ସେ ନଅରେ ନ ଡିସେ । ପର୍ମେସରର୍ ଆରି ମେଣ୍ଡାପିଲାର୍ ବସ୍ବାଜାଗା ସେ ନଅରେ ରଇସି । ଆରି ତାର୍ ଦାଙ୍ଗ୍ଡାମନ୍ ତାକେ ଜୁଆର୍ କର୍ବାଇ ।
P ap gen madichon ankò. Twòn a Bondye a ak Jèn Mouton an va ladann l, e sèvitè Li yo va sèvi Li.
4 ୪ ସେମନ୍ ତାକେ ଦେକ୍ବାଇ ଆରି ତାର୍ ନାଉଁ ସେମନର୍ କାପାଲେ ଲେକାଅଇ ରଇସି ।
Yo va wè figi Li, e non Li va sou fon yo.
5 ୫ ତେଇ ଆରି ରାତି ନ ରଏ । ବତିର୍ ଉଜଲ୍ କି ବେଲର୍ ଉଜଲ୍ ଦର୍କାର୍ ନ ପଡେ । କାଇକେବଇଲେ ମାପ୍ରୁ ପର୍ମେସର୍ ତାକର୍ ଉଜଲ୍ ରଇସି । ସେମନ୍ ରାଜା ଇସାବେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ବାଇ । (aiōn )
Epi p ap gen lannwit ankò. Yo p ap gen bezwen ni limyè a yon lanp ni limyè solèy la, paske Senyè a, Bondye va klere yo. Yo va renye pou tout tan e pou tout tan. (aiōn )
6 ୬ ତାର୍ପଚେ ଦୁତ୍ ମକେ କଇଲା “ଏ ବାକିଅ ସବୁ ସତ୍ ଆରି ବିସ୍ବାସ୍ କରିଅଇସି । ମାପ୍ରୁ ପର୍ମେସର୍ ଜେ କି ତାର୍ ଆତ୍ମା ବବିସତ୍ବକ୍ତାମନ୍କେ ଦେଇରଇଲା, ସେ ତାର୍ ଦୁତ୍କେ ପାଟାଇଆଚେ । ଆଇବା ଦିନ୍ମନ୍କେ କାଇଟା ଅଇସି, ସେଟା ତାର୍ ଦାଙ୍ଗ୍ଡାମନ୍କେ ଦେକାଇସି ।”
Konsa, Li te di mwen: “Pawòl sa yo fidèl e vrè”. Senyè a, Bondye a tout lespri pwofèt yo, te voye zanj Li pou montre sèvitè li yo bagay ki dwe rive nan yon ti tan tou kout.
7 ୭ ଜିସୁ କଇଲାନି, “ସୁନା ମୁଇ ଦାପ୍ରେ ଆଇଲିନି । ଏ ବଇର୍, ଆଇବା ଦିନ୍ମନ୍କେ ଗଟ୍ବା କାତା, ଜେତ୍କି ଲକ୍ ନାମ୍ବାଇ, ସେମନ୍ କେଡେକ୍ କରମର୍ ଲକ୍ ।”
“Gade byen, Mwen ap vini vit. Beni se sila ki prete atansyon a pawòl pwofesi ki nan liv sila a.”
8 ୮ ମୁଇ ଜଅନ୍ ଏ ସବୁ ସୁନିଆଚି ଆରି ଦେକିଆଚି । ଏ ସବୁଜାକ ଦେକ୍ଲା ପଚେ ଆରି ସୁନ୍ଲାପଚେ ଜନ୍ ଦୁତ୍ ମକେ ଏ ସବୁ ବିସଇ ଦେକାଇରଇଲା, ତାର୍ ପାଦେ ଡାଣ୍ଡାସନ୍ ପଡ୍ଲି । ମୁଇ ତାକେ ଜୁଆର୍କର୍ବାକେ ଜାଇରଇଲି ।
Alò, Mwen, Jean, se sila ki te tande e wè bagay sa yo. Konsa, lè m te tande e wè yo, mwen te tonbe nan pye a zanj ki te montre m bagay sa yo pou adore l.
9 ୯ ମାତର୍ ସେ ମକେ କଇଲା, “ନିଚୁ । କାଇକେବଇଲେ ମୁଇ ମିସା ତମର୍ପାରା ଗଟେକ୍ ଲକ୍ସେ । ତମର୍ ଜେତ୍କି ବବିସତ୍ବକ୍ତା ବାଇମନ୍ ଆରି ଜେତ୍କି ବଇଟାନେ ରଇବା ବାକିଅମନ୍ ଆଚେ, ସେଟାମନ୍ ମାନିକରି ରଇଲାଇନି । ତାକର୍ ପାରା ମୁଇ ମିସା ଗଟେକ୍ ସେବାକାରିଆ । ପର୍ମେସର୍କେ ଜୁଆର୍ କରା ।”
Men, li te di mwen: “Pa fè sa! Mwen se yon sèvitè parèy a ou menm, frè ou ki te pwofèt yo, ak sila ki prete atansyon a pawòl de liv sa a. Olye sa, adore Bondye.”
10 ୧୦ ଆରି ସେ ମକେ କଇଲା, ଏ ବଇର୍ ଜେତ୍କି ବିସଇ ତକେ ଜାନାଇଅଇଲାଆଚେ, ସେଟା କେ ନାଜାନ୍ଲା ପାରା ଲୁଚାଇ ସଙ୍ଗନାଇ । କାଇକେବଇଲେ ଏ ସବୁ ଗଟ୍ବା ବେଲା ଲଗେଆଚେ ।
Epi li te di mwen: “Pa sele pawòl pwofesi a liv sila a, paske tan an pwòch.
11 ୧୧ ଜେ କରାପ୍ ଚଲାଚଲ୍ତି କରି ଜିଉନା କାଉନା କଲାଇନି, ସେ ସେନ୍ତାରିସେ କାରାପ୍ କର୍ତେ ରଅ । ଜେ କି ନିକ ଚଲାଚଲ୍ତିକରି ଜିଉନା କାଉନା କଲାନି, ସେ ସେନ୍ତାରିସେ ନିକ କର୍ତେରଅ । ଜେ କି ସୁକଲ୍ ଆଚେ, ସେ ସେନ୍ତାରିସେ ସୁକଲ୍ ରଅ ।
Kite sila ki fè mal la, kontinye fè mal. Kite sila ki sal la, kontinye sal. Kite sila ki dwat la, kontinye pratike ladwati. E kite sila ki sen an, kontinye kenbe tèt li sen.
12 ୧୨ ଜିସୁ କଇଲାନି “ସୁନା ମୁଇ ଦାପ୍ରେ ଆଇଲିନି । ଲକ୍ମନ୍ କରିରଇବା କାମ୍ ଇସାବେ ମୁଇ ସେମନ୍କେ ପୁରୁସ୍କାର୍ ଦେବି ।
“Gade byen, Mwen ap vini vit! Rekonpans Mwen va avè M, pou rann a chak moun selon sa li te fè.
13 ୧୩ ମୁଇ ପର୍ତୁମର୍ ଲକ୍ ଆରି ସାରାସାରିର୍ ଲକ୍ । ମୁଇ ଆରାମ୍ କର୍ବି ଆରି ମୁଇସେ ସାରାଇବି ।”
Mwen se Alfa a ak Omega a, premye a ak dènye a, kòmansman an ak lafen an.”
14 ୧୪ ଜେତ୍କି ସବୁଲକ୍ ତାକର୍ ବସ୍ତର୍ ଦଇକରି ସୁକଲ୍ କର୍ବାଇ, ସେମନ୍ କେଡେକ୍ କରମର୍ ଲକ୍! ଜିବନର୍ ଗଚେଅନି ପଲ୍ କାଇକରି କାବାଟ୍ବାଟେ ଜାଇ କରି ନଅରେ ପୁର୍ବାକେ ସେମନ୍ ଅଦିକାର୍ ପାଇବାଇ ।
Beni se sila ki lave vètman yo, pou yo kapab gen dwa nan pyebwa lavi a, e kapab, pa pòtay yo, antre nan vil la.
15 ୧୫ ମାତର୍ ଜନ୍ ଲକ୍ମନ୍ ଲାଜ୍ ଅଇବା କାମ୍ମନ୍ କର୍ବାଇ, ଜେନ୍ତିକି, ଜନ୍ତର୍ ମନ୍ତର୍ ଅବିଆସ୍ କର୍ବାଇ, ବେସିଆ କାମ୍ମନ୍ କର୍ବାଇ, ନର୍ ମରାଇବାଇ, ମୁର୍ତି ପୁଜା କର୍ବାଇ, ଆରି କାତାଇ ଆରି କାମେ ମିଚ୍ କଇବାଇ, ସେମନ୍ ନଅରର୍ ବାଇରେ ରଇବାଇ ।
Deyò se chen yo, majisyen yo, moun imoral yo, asasen yo, idolat ak tout sila ki renmen e ki gen pratik bay manti.
16 ୧୬ “ମୁଇ ଜିସୁ, ମଣ୍ଡଲିଟାନେ ରଇବା ତମ୍କେ ସବୁ ଲକ୍କେ ଏ ବିସଇ ଜାନାଇବାକେ ମର୍ ଦୁତ୍କେ ପାଟାଇଆଚି । ମୁଇ ଦାଉଦର୍ କୁଟୁମେ ଆଚି । ମୁଇ କୁକ୍ଡା ଡାକ୍ବାବେଲେ ଉଜଲ୍ଦେବା ତାରା ।”
“Mwen, Jésus, te voye zanj Mwen an pou temwaye a ou menm bagay sa yo pou legliz yo. Mwen se rasin ak ras David la, zetwal briyan nan maten an.”
17 ୧୭ ଆତ୍ମା ଆରି କନିଆ ଦାଙ୍ଗ୍ଡି କଇଲାନି ଆଉ, । ଜେତ୍କି ଲକ୍ ଏଟା ସୁନ୍ଲାଇନି, ସେମନ୍ ମିସା ଆଉ, ବଲି କଇବାର୍ଆଚେ । ଆସା ଜେତ୍କି ଲକ୍କେ ସସ୍ କଲାନି, ଜିବନର୍ ପାନି ଇନାମେ ନିଆ ।
Lespri a ak lamarye a di: “Vini”. Kite sila ki tande a di: “Vini!” Kite sila ki swaf la vini. Kite sila ki vle pran dlo lavi a san frè a vini.
18 ୧୮ ମୁଇ ଜଅନ୍ ସବୁକେ ଜାଗ୍ରତ୍ କରାଇଲିନି, ଆଇବା ଦିନ୍ମନ୍କେ ଗଟ୍ବା ଏ ବଇର୍ ଜେତ୍କି ବାକିଅ ଆଚେ, କେ ଜଦି ଇତି ଆରି କାଇ କାଇଟା ମିସାଇଲେ, ପର୍ମେସର୍ ଏ ବଇଟାନେ ଜନ୍ ମର୍ଡି ବିସଇ ଲେକ୍ଲାଆଚେ, ସେ ତାର୍ ପାଇବା ଡଣ୍ଡ୍ ସଙ୍ଗ୍, ଏ ମର୍ଡି ମିସା ମିସାଇସି ।
Mwen temwaye a tout sila ki tande pawòl a pwofesi liv sila a: si yon moun ajoute nan yo, Bondye va ajoute a li menm tout fleyo ki ekri nan liv sila a.
19 ୧୯ ଏ ବବିସତ୍ କାତାର୍ ବଇଟାନେଅନି କେ ଜଦି କାଇ ବିସଇ ମିସା ଲୁଚାଇଦେଲେ, ଏ ବଇଟାନେ ଲେକାଅଇରଇବା ଜିବନର୍ ଗଚର୍ ପଲ୍ ଆରି ସୁକଲ୍ ନଅରେଅନି ସେମନ୍ ପାଇରଇବାଟା ତାକର୍ଟାନେଅନି ଦାରିଜାଇସି ।
Epi si yon moun retire nan pawòl a liv pwofesi sila a, Bondye va retire pati pa l nan pyebwa lavi ak vil sen an ki ekri nan liv sila a.
20 ୨୦ ଜେ କି ଏ ସବୁ ବିସଇର୍ ପାଇ ସାକି ଦେଇସି, ସେ କଇଲାନି ଉଁ ମୁଇ ଦାପ୍ରେସେ ଆଇଲିନି! ସେନ୍ତାରିସେ ଅ ବେ! ମାପ୍ରୁ ଜିସୁ ଆଉ!
Sila ki temwaye a bagay sa yo di: “Wi, Mwen ap vini vit.” Amen. Vini, Senyè Jésus.
21 ୨୧ ମାପ୍ରୁ ଜିସୁ ଜିବନ୍ ଦୁକାଇଲାଟା ସବୁର୍ ଲଗେ ରଅ । ଆମେନ୍!
Gras Senyè a Jésus avèk nou tout. Amen.