< ପର୍କାସିତ 6 >
1 ୧ ତାର୍ପଚେ ସେ ମେଣ୍ଡାପିଲା ସାତ୍ଟା ସିଲ୍ ବିତ୍ରେ ପର୍ତୁମ୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେଅନି ଗଟେକ୍ ପସୁ ଗଡ୍ଗଡି ସବଦ୍ପାରା କରି ମକେ କଇଲା “ଆଉ ।”
I viděl jsem, když otevřel Beránek jednu z těch pečetí, a slyšel jsem jedno ze čtyř zvířat, ano praví, jako hlasem hromovým: Pojď a viz.
2 ୨ ତେଇ ମୁଇ ଦେକ୍ଲି, ଆରି ଏଦେ ଦେକା! ଗଟେକ୍ ଦବ୍ଲା ଗଡା ଡିସ୍ଲା । ତାକେ ଚାଲାଇବା ଲକର୍ ଆତେ ଦୁନୁ ରଇଲା । ତାକେ ଗଟେକ୍ ମୁକୁଟ୍ ଦିଆ ଅଇଲା । ସେ ତାର୍ ସତ୍ରୁମନ୍କେ ଆରାଇବାକେ ଦାପ୍ରେ ଗାଲା ।
I pohleděl jsem, a aj, kůň bílý, a ten, jenž seděl na něm, měl lučiště. A dána jest jemu koruna, i vyjel, přemáhaje, a aby přemáhal.
3 ୩ ସେ ମେଣ୍ଡାପିଲା ଦୁଇ ଲମର୍ ସିଲ୍ ବାଙ୍ଗାଇଲା । ଆରି ସେ ଦୁଇ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।”
A když otevřel pečet druhou, slyšel jsem druhé zvíře, řkoucí: Pojď a viz.
4 ୪ ଆରି ଏଦେ ଦେକା! ଆରିଗଟେକ୍ ରଙ୍ଗ୍ ରଇବା ଗଡା ବାରଇଲା । ଜଗତେ ଜୁଇଦ୍ କରାଇବାକେ ସେ ଗଡା ଚାଲାଉକେ ଦିଆଅଇରଇଲା । ଜେନ୍ତାରିକି, ଲକ୍ମନ୍ ତାକର୍ ତାକର୍ ବିତ୍ରେ ମାରାମାରିଅଇ ମର୍ବାଇ । ତାକେ ଗଟେକ୍ ବଡେଟା କାଣ୍ଡା ଦିଆଅଇଲା ।
I vyšel jiný kůň ryzí. A sedícímu na něm dáno jest, aby pokoj vyzdvihl z země a aby se lidé vespolek mordovali; a dán jemu meč veliký.
5 ୫ ତାର୍ପଚେ ସେ ମେଣ୍ଡାପିଲା ତିନ୍ ଲମର୍ ସିଲ୍ ବାଙ୍ଗାଇଲା । ତିନ୍ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।” ମୁଇ ଦେକ୍ଲି ଆରି ଏଦେ ଦେକା! ଆରି ଗଟେକ୍ କାଲିଆ ଗଡା ଡିସ୍ଲା । ସେ ଗଡା ଚାଲାଉର୍ ଆତେ ଗଟେକ୍ ତୁଲ୍ବା କେଜି ରଇଲା ।
A když otevřel pečet třetí, slyšel jsem třetí zvíře, řkoucí: Pojď a viz. I pohleděl jsem, a aj, kůň vraný, a ten, jenž na něm seděl, měl váhu v ruce své.
6 ୬ ଚାରିଟା ଜିବନ୍ ରଇବା ପସୁମନ୍ କଇତେରଇଲାଇ “ଦିନେକର୍ ବୁତିକେ ମାନେକ୍ ମୁଣ୍ଡିଆ ଆରି ଦିନେକର୍ ବୁତିକେ ତିନ୍ ମାନ୍ ଦାନ୍ । ମାତର୍ ଅଙ୍ଗୁର୍ ବାଡ୍ ଆରି ଜିତ୍ ଗଚ୍ ନସାଇବାର୍ନାଇ ।”
I slyšel jsem hlas z prostředku čtyř zvířat, an praví: Měřice pšenice za peníz, a tři měřice ječmene za peníz, oleji pak a vínu neškoď.
7 ୭ ତାର୍ପଚେ ସେ ମେଣ୍ଡାପିଲା ଚାରି ଲମର୍ ସିଲ୍ ବାଙ୍ଗାଇଲା । ଆରି ଚାରି ଲମର୍ ଜିବନ୍ ରଇବା ପସୁ ମକେ “ଆଉ!” ବଲି କଇଲା ।
A když otevřel pečet čtvrtou, slyšel jsem hlas čtvrtého zvířete, řkoucí: Pojď a viz.
8 ୮ ତେଇ ମୁଇ ଦେକ୍ଲି, ଏଦେ ଦେକା! ଗଟେକ୍ ଚାରୁଆ ଗଡା ଡିସ୍ଲା । ଗଡା ଚାଲାଉ ଅଇଲାନି ମରନ୍ ଆରି ଡୁମାମନର୍ ରାଇଜ୍ । ସେ ପଚେ ପଚେ ଆଇତେରଇଲା । ସେମନ୍କେ ଏ ଜଗତର୍ ଚାରିବାଗେ ଅନି ଗଟେକ୍ ବାଗ୍ ଉପ୍ରେ ଅଦିକାର୍ ଦେଇତେରଇଲା । ତେଇ ଜୁଇଦର୍ ଲାଗି, ମର୍ଡିର୍ ଲାଗି, ରଗର୍ ଲାଗି ଆରି ଡଙ୍ଗରର୍ ପସୁର୍ ଲାଗି ମରାଇବାକେ ଅଦିକାର୍ ଦେଲା । (Hadēs )
I pohleděl jsem, a aj, kůň plavý, a toho, kterýž seděl na něm, jméno smrt, a peklo šlo za ním. I dána jest jim moc nad čtvrtým dílem země, aby mordovali mečem, a hladem, a morem, a šelmami zemskými. (Hadēs )
9 ୯ ତାର୍ପଚେ ମେଣ୍ଡାପିଲା ପାଁଚ୍ ଲମର୍ ସିଲ୍ ବାଙ୍ଗାଇଲା । ଆରି ଏଦେ ଦେକା! ବେଦିର୍ ତଲ୍ବାଟେ ସତ୍ବାବେ ସାକି ଦେଲାର୍ପାଇ ଆରି ପର୍ମେସରର୍ ବାକିଅ ଜାନାଇଲାର୍ପାଇ ଜନ୍ ଲକ୍ମନ୍ ମରାଇ ଅଇରଇଲାଇ ତାକର୍ ଆତ୍ମାମନ୍କେ ଦେକ୍ଲି ।
A když otevřel pečet pátou, viděl jsem pod oltářem duše zmordovaných pro slovo Boží a pro svědectví, kteréž vydávali.
10 ୧୦ ସେମନ୍ ଆଉଲି ଅଇକରି କଇଲାଇ “ଏ ମାପ୍ରୁ ପର୍ମେସର୍ ଜେ କି ସବୁର୍ଟାନେଅନି ବପୁର୍ଟା । ତୁଇ ସୁକଲ୍ ଆରି ସତ୍ । ଆମ୍କେ ମରାଇଲା ଲକ୍କେ ବିଚାର୍କରି ଡଣ୍ଡ୍ ଦେବାକେ ଆମେ ଆରି କେତେକ୍ ଦିନ୍ ଜାଗ୍ବୁ?”
I volali hlasem velikým, řkouce: Až dokud, Pane svatý a pravý, nesoudíš a nemstíš krve naší nad těmi, kteříž přebývají na zemi?
11 ୧୧ ସେମନ୍କେ ସବୁକେ ଗଟେକ୍ ଗଟେକ୍ ଦବ୍ ବସ୍ତର୍ ଦିଆଅଇରଇଲା । ତାକର୍ ସଙ୍ଗେ ରଇବା ଦାଙ୍ଗ୍ଡାମନ୍କେ ଆରି ବାଇମନ୍କେ ତାକର୍ ପାରାସେ ମରାଇଅଇସି । ଜେତ୍କି ଲକ୍ ଅଇବା କାତା, ସେତ୍କି ଲକ୍ ପୁରାପୁରୁନ୍ ନ ଅଇବାଜାକ ସେମନ୍କେ ଆରି କେତେଦିନ୍ ପୁଣ୍ଡିରଇବାକେ କୁଆ ଅଇଲା ।
Tedy dáno jednomu každému z nich roucho bílé, a řečeno jest jim, aby odpočívali ještě za malý čas, až by se naplnil počet spoluslužebníků jejich a bratří jejich, kteříž zmordováni býti mají, jako i oni.
12 ୧୨ ଆରି ଏଦେ ଦେକା! ମେଣ୍ଡା ପିଲା ଚଅ ଲମର୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ତେଇ ଦର୍ତନି ଜବର୍ଅଇତେ ଚୁଲ୍ବୁଲ୍ଲା । ବେଲ୍ କାଲିଆ ଅଇ କର୍କର୍ସା ରଇବା ଲୁଗାପାରା ଅଇଗାଲା ଆରି ଜନ୍ ବନି ପାରା ପୁରାପୁରୁନ୍ ରଙ୍ଗ୍ ଅଇଗାଲା ।
I pohleděl jsem, když otevřel pečet šestou, a aj, země třesení veliké stalo se, a slunce učiněno jest černé jako pytel žíněný, a měsíc všecken byl jako krev.
13 ୧୩ ଜବର୍ ପବନ୍ ଆସି ଗଟେକ୍ ଡୁମ୍ରି ଗଚ୍ ଦୁନିଅଇଲେ ଜେନ୍ତାରି ନ ପାଚ୍ଲା ଡୁମ୍ରି ତଲେ ଅଦର୍ସି, ସେନ୍ତାରିସେ ବାଦଲର୍ ତାରାମନ୍ ଦର୍ତନି ଉପ୍ରେ ଅଦର୍ଲାଇ ।
A hvězdy nebeské padaly na zemi, podobně jako dřevo fíkové smítá s sebe ovoce své, když od velikého větru kláceno bývá.
14 ୧୪ ବାଦଲ୍ ଦୁଇପଡା ଅଇଗାଲା ଆରି କାଗଜ୍ପାରା ଗୁଡିଆଇଅଇଲା । ଗଟେକ୍ ଗଟେକ୍ ଡଙ୍ଗର୍ ଆରି ଚାରିବେଟ୍ତି ପାନିରଇ ମଜାଇ ରଇବା ସୁକ୍ଲା ଜାଗା ତାର୍ ଜାଗାଇ ଅନି ଅସକ୍ଲାଇ ।
A nebe se schovalo jako knihy zavřené, a všeliká hora i ostrovové z místa svého pohnuli se.
15 ୧୫ ତାର୍ପଚେ ଏ ଜଗତର୍ ରାଜାମନ୍, ସାସନ୍କାରିଆମନ୍, ସନିଅର୍ ନେତାମନ୍, ସାଉକାର୍ ଆରି ବେସି ବପୁରଇବା ଲକ୍ମନ୍, ବନ୍ଦିରଇବା ଆରି ମୁକ୍ଲିରଇବା ଲକ୍ମନ୍ ସେନ୍ତାରି ସବୁଲକ୍ମନ୍ ପାଆରେ ଆରି ଡଙ୍ଗ୍ରେ ରଇବା ବଡ୍ ପାକ୍ନା ତଲେ ଜାଇ ଲୁଚ୍ଲାଇ ।
A králové země, i knížata, i bohatí, a úředníci, a mocní, i každý služebník, i všeliký svobodný, skryli se v jeskyních a v skalí hor,
16 ୧୬ ସେମନ୍ ଆମ୍କେ ଦୟା କର୍ ବଲି ବାବୁଜିଆ କଲାଇ । ଆରି ଡଙ୍ଗର୍ମନ୍କେ ଆରି ପାକ୍ନାମନ୍କେ ଆଉଲିଅଇକରି କଇଲାଇ, “ଆମର୍ ଉପ୍ରେ ଅଦ୍ରା ଆରି ଆମ୍କେ ଆଡୁକା ଉଆ । ଜେନ୍ତାରି କି ଜେ ବସ୍ବା ଜାଗାଇ ବସିଆଚେ, ସେ ଆମ୍କେ ନ ଦେକେ । ଆରି ମେଣ୍ଡାର୍ ବଡ୍ ରିସାଇଅନି ଆମେ ରକିଆ ପାଇବୁ ।
A řekli horám a skalí: Padněte na nás a skrejte nás před tváří toho, jenž sedí na trůnu, a před hněvem Beránka.
17 ୧୭ କାଇକେବଇଲେ ତାର୍ ରିସା ବେସି ରିସାର୍ ଦିନ୍ ଆଇଲାଆଚେ । ଆରି ଆମେ ସେଟା ମୁର୍ଚିରଇ ନାପାରୁ ।”
Nebť jest přišel den veliký hněvu jeho. I kdo bude moci ostáti?