< ପର୍କାସିତ 6 >
1 ୧ ତାର୍ପଚେ ସେ ମେଣ୍ଡାପିଲା ସାତ୍ଟା ସିଲ୍ ବିତ୍ରେ ପର୍ତୁମ୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେଅନି ଗଟେକ୍ ପସୁ ଗଡ୍ଗଡି ସବଦ୍ପାରା କରି ମକେ କଇଲା “ଆଉ ।”
Og jeg saa, da Lammet aabnede et af de syv Segl, og jeg hørte et af de fire Væsener sige som en Tordens Røst: Kom!
2 ୨ ତେଇ ମୁଇ ଦେକ୍ଲି, ଆରି ଏଦେ ଦେକା! ଗଟେକ୍ ଦବ୍ଲା ଗଡା ଡିସ୍ଲା । ତାକେ ଚାଲାଇବା ଲକର୍ ଆତେ ଦୁନୁ ରଇଲା । ତାକେ ଗଟେକ୍ ମୁକୁଟ୍ ଦିଆ ଅଇଲା । ସେ ତାର୍ ସତ୍ରୁମନ୍କେ ଆରାଇବାକେ ଦାପ୍ରେ ଗାଲା ।
Og jeg saa, og se en hvid Hest, og han, som sad paa den, havde en Bue; og der blev givet ham en Krone, og han drog ud sejrende og til Sejr.
3 ୩ ସେ ମେଣ୍ଡାପିଲା ଦୁଇ ଲମର୍ ସିଲ୍ ବାଙ୍ଗାଇଲା । ଆରି ସେ ଦୁଇ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।”
Og da det aabnede det andet Segl, hørte jeg det andet Væsen sige: Kom!
4 ୪ ଆରି ଏଦେ ଦେକା! ଆରିଗଟେକ୍ ରଙ୍ଗ୍ ରଇବା ଗଡା ବାରଇଲା । ଜଗତେ ଜୁଇଦ୍ କରାଇବାକେ ସେ ଗଡା ଚାଲାଉକେ ଦିଆଅଇରଇଲା । ଜେନ୍ତାରିକି, ଲକ୍ମନ୍ ତାକର୍ ତାକର୍ ବିତ୍ରେ ମାରାମାରିଅଇ ମର୍ବାଇ । ତାକେ ଗଟେକ୍ ବଡେଟା କାଣ୍ଡା ଦିଆଅଇଲା ।
Og der udgik en anden Hest, som var rød; og ham, som sad paa den, blev det givet at tage Freden bort fra Jorden, og at de skulde myrde hverandre; og der blev givet ham et stort Sværd.
5 ୫ ତାର୍ପଚେ ସେ ମେଣ୍ଡାପିଲା ତିନ୍ ଲମର୍ ସିଲ୍ ବାଙ୍ଗାଇଲା । ତିନ୍ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।” ମୁଇ ଦେକ୍ଲି ଆରି ଏଦେ ଦେକା! ଆରି ଗଟେକ୍ କାଲିଆ ଗଡା ଡିସ୍ଲା । ସେ ଗଡା ଚାଲାଉର୍ ଆତେ ଗଟେକ୍ ତୁଲ୍ବା କେଜି ରଇଲା ।
Og da det aabnede det tredje Segl, hørte jeg det tredje Væsen sige: Kom! Og jeg saa, og se en sort Hest, og han, der sad paa den, havde en Vægt i sin Haand.
6 ୬ ଚାରିଟା ଜିବନ୍ ରଇବା ପସୁମନ୍ କଇତେରଇଲାଇ “ଦିନେକର୍ ବୁତିକେ ମାନେକ୍ ମୁଣ୍ଡିଆ ଆରି ଦିନେକର୍ ବୁତିକେ ତିନ୍ ମାନ୍ ଦାନ୍ । ମାତର୍ ଅଙ୍ଗୁର୍ ବାଡ୍ ଆରି ଜିତ୍ ଗଚ୍ ନସାଇବାର୍ନାଇ ।”
Og jeg hørte ligesom en Røst midt iblandt de fire Væsener, som sagde: Et Maal Hvede for en Denar og tre Maal Byg for en Denar; og Olien og Vinen skal du ikke gøre Skade.
7 ୭ ତାର୍ପଚେ ସେ ମେଣ୍ଡାପିଲା ଚାରି ଲମର୍ ସିଲ୍ ବାଙ୍ଗାଇଲା । ଆରି ଚାରି ଲମର୍ ଜିବନ୍ ରଇବା ପସୁ ମକେ “ଆଉ!” ବଲି କଇଲା ।
Og da det aabnede det fjerde Segl, hørte jeg en Røst af det fjerde Væsen sige: Kom!
8 ୮ ତେଇ ମୁଇ ଦେକ୍ଲି, ଏଦେ ଦେକା! ଗଟେକ୍ ଚାରୁଆ ଗଡା ଡିସ୍ଲା । ଗଡା ଚାଲାଉ ଅଇଲାନି ମରନ୍ ଆରି ଡୁମାମନର୍ ରାଇଜ୍ । ସେ ପଚେ ପଚେ ଆଇତେରଇଲା । ସେମନ୍କେ ଏ ଜଗତର୍ ଚାରିବାଗେ ଅନି ଗଟେକ୍ ବାଗ୍ ଉପ୍ରେ ଅଦିକାର୍ ଦେଇତେରଇଲା । ତେଇ ଜୁଇଦର୍ ଲାଗି, ମର୍ଡିର୍ ଲାଗି, ରଗର୍ ଲାଗି ଆରି ଡଙ୍ଗରର୍ ପସୁର୍ ଲାଗି ମରାଇବାକେ ଅଦିକାର୍ ଦେଲା । (Hadēs )
Og jeg saa, og se en grøngul Hest, og han, som sad paa den, hans Navn var Døden, og Dødsriget fulgte med ham; og der blev givet dem Magt over Fjerdedelen af. Jorden til at ihjelslaa med Sværd og med Hunger og med Pest og ved Jordens vilde Dyr. (Hadēs )
9 ୯ ତାର୍ପଚେ ମେଣ୍ଡାପିଲା ପାଁଚ୍ ଲମର୍ ସିଲ୍ ବାଙ୍ଗାଇଲା । ଆରି ଏଦେ ଦେକା! ବେଦିର୍ ତଲ୍ବାଟେ ସତ୍ବାବେ ସାକି ଦେଲାର୍ପାଇ ଆରି ପର୍ମେସରର୍ ବାକିଅ ଜାନାଇଲାର୍ପାଇ ଜନ୍ ଲକ୍ମନ୍ ମରାଇ ଅଇରଇଲାଇ ତାକର୍ ଆତ୍ମାମନ୍କେ ଦେକ୍ଲି ।
Og da det aabnede det femte Segl, saa jeg under Alteret deres Sjæle, som vare myrdede for Guds Ords Skyld og for det Vidnesbyrds Skyld, som de havde.
10 ୧୦ ସେମନ୍ ଆଉଲି ଅଇକରି କଇଲାଇ “ଏ ମାପ୍ରୁ ପର୍ମେସର୍ ଜେ କି ସବୁର୍ଟାନେଅନି ବପୁର୍ଟା । ତୁଇ ସୁକଲ୍ ଆରି ସତ୍ । ଆମ୍କେ ମରାଇଲା ଲକ୍କେ ବିଚାର୍କରି ଡଣ୍ଡ୍ ଦେବାକେ ଆମେ ଆରି କେତେକ୍ ଦିନ୍ ଜାଗ୍ବୁ?”
Og de raabte med høj Røst og sagde: Hvor længe, Herre, du hellige og sanddru! undlader du at dømme og hævne vort Blod paa dem, som bo paa Jorden?
11 ୧୧ ସେମନ୍କେ ସବୁକେ ଗଟେକ୍ ଗଟେକ୍ ଦବ୍ ବସ୍ତର୍ ଦିଆଅଇରଇଲା । ତାକର୍ ସଙ୍ଗେ ରଇବା ଦାଙ୍ଗ୍ଡାମନ୍କେ ଆରି ବାଇମନ୍କେ ତାକର୍ ପାରାସେ ମରାଇଅଇସି । ଜେତ୍କି ଲକ୍ ଅଇବା କାତା, ସେତ୍କି ଲକ୍ ପୁରାପୁରୁନ୍ ନ ଅଇବାଜାକ ସେମନ୍କେ ଆରି କେତେଦିନ୍ ପୁଣ୍ଡିରଇବାକେ କୁଆ ଅଇଲା ।
Og der blev givet dem hver især en lang hvid Klædning, og der blev sagt til dem, at de skulde hvile endnu en liden Tid, indtil ogsaa Tallet paa deres Medtjenere og deres Brødre blev fuldt, hvilke skulde ihjelslaas ligesom de.
12 ୧୨ ଆରି ଏଦେ ଦେକା! ମେଣ୍ଡା ପିଲା ଚଅ ଲମର୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ତେଇ ଦର୍ତନି ଜବର୍ଅଇତେ ଚୁଲ୍ବୁଲ୍ଲା । ବେଲ୍ କାଲିଆ ଅଇ କର୍କର୍ସା ରଇବା ଲୁଗାପାରା ଅଇଗାଲା ଆରି ଜନ୍ ବନି ପାରା ପୁରାପୁରୁନ୍ ରଙ୍ଗ୍ ଅଇଗାଲା ।
Og jeg saa, da det aabnede det sjette Segl, da skete der et stort Jordskælv, og Solen blev sort som en Haarsæk, og Maanen blev helt som Blod.
13 ୧୩ ଜବର୍ ପବନ୍ ଆସି ଗଟେକ୍ ଡୁମ୍ରି ଗଚ୍ ଦୁନିଅଇଲେ ଜେନ୍ତାରି ନ ପାଚ୍ଲା ଡୁମ୍ରି ତଲେ ଅଦର୍ସି, ସେନ୍ତାରିସେ ବାଦଲର୍ ତାରାମନ୍ ଦର୍ତନି ଉପ୍ରେ ଅଦର୍ଲାଇ ।
Og Himmelens Stjerner faldt ned paa Jorden, ligesom et Figentræ nedkaster sine umodne Figen, naar det rystes af et stærkt Vejr.
14 ୧୪ ବାଦଲ୍ ଦୁଇପଡା ଅଇଗାଲା ଆରି କାଗଜ୍ପାରା ଗୁଡିଆଇଅଇଲା । ଗଟେକ୍ ଗଟେକ୍ ଡଙ୍ଗର୍ ଆରି ଚାରିବେଟ୍ତି ପାନିରଇ ମଜାଇ ରଇବା ସୁକ୍ଲା ଜାଗା ତାର୍ ଜାଗାଇ ଅନି ଅସକ୍ଲାଇ ।
Og Himmelen veg bort, lig en Bog, der sammenrulles, og hvert Bjerg og hver Ø flyttedes fra deres Steder.
15 ୧୫ ତାର୍ପଚେ ଏ ଜଗତର୍ ରାଜାମନ୍, ସାସନ୍କାରିଆମନ୍, ସନିଅର୍ ନେତାମନ୍, ସାଉକାର୍ ଆରି ବେସି ବପୁରଇବା ଲକ୍ମନ୍, ବନ୍ଦିରଇବା ଆରି ମୁକ୍ଲିରଇବା ଲକ୍ମନ୍ ସେନ୍ତାରି ସବୁଲକ୍ମନ୍ ପାଆରେ ଆରି ଡଙ୍ଗ୍ରେ ରଇବା ବଡ୍ ପାକ୍ନା ତଲେ ଜାଇ ଲୁଚ୍ଲାଇ ।
Og Kongerne paa Jorden og Stormændene og Krigsøversterne og de rige og de vældige og hver Træl og fri skjulte sig i Hulerne og i Bjergenes Kløfter,
16 ୧୬ ସେମନ୍ ଆମ୍କେ ଦୟା କର୍ ବଲି ବାବୁଜିଆ କଲାଇ । ଆରି ଡଙ୍ଗର୍ମନ୍କେ ଆରି ପାକ୍ନାମନ୍କେ ଆଉଲିଅଇକରି କଇଲାଇ, “ଆମର୍ ଉପ୍ରେ ଅଦ୍ରା ଆରି ଆମ୍କେ ଆଡୁକା ଉଆ । ଜେନ୍ତାରି କି ଜେ ବସ୍ବା ଜାଗାଇ ବସିଆଚେ, ସେ ଆମ୍କେ ନ ଦେକେ । ଆରି ମେଣ୍ଡାର୍ ବଡ୍ ରିସାଇଅନି ଆମେ ରକିଆ ପାଇବୁ ।
og de sagde til Bjergene og Klipperne: Falder over os og skjuler os for hans Aasyn, som sidder paa Tronen, og for Lammets Vrede!
17 ୧୭ କାଇକେବଇଲେ ତାର୍ ରିସା ବେସି ରିସାର୍ ଦିନ୍ ଆଇଲାଆଚେ । ଆରି ଆମେ ସେଟା ମୁର୍ଚିରଇ ନାପାରୁ ।”
Thi deres Vredes store Dag er kommen; og hvem kan bestaa?