< ପର୍‌କାସିତ 7 >

1 ତାର୍‌ପଚେ ଦର୍‌ତନିର୍‌ ଚାରିଟା କନେ ଚାରିଟା ଦୁତ୍‌ ଟିଆଅଇରଇବାଟା ମୁଇ ଦେକ୍‌ଲି । ଜେନ୍ତାରିକି କାଇ ପବନ୍‌ ଦର୍‌ତନି କି ସମ୍‌ଦୁରେ କି କାଇ ଗଚ୍‌ ଉପ୍‌ରେ ନ ଆଇବାକେ ପବନ୍‌କେ ଦାରି ଅଟକାଇ ରଇଲା ।
Darnach sah ich vier Engel an den vier Ecken der Erde stehen, die hielten die vier Winde der Erde, damit kein Wind wehe über die Erde noch über das Meer noch über irgend einen Baum.
2 ପୁରୁବ୍ ଦିଗେଅନି ଆରି ଗଟେକ୍‌ ଜିବନ୍‌ ରଇବା ପର୍‌ମେସରର୍‌ ସିଲ୍‌ ସଙ୍ଗ୍‍ ଆଇବାଟା ମୁଇ ଦେକ୍‌ଲି । ସେ ଦୁତ୍‌ ସେ ଚାର୍‌ଟା ଦୁତ୍‌ମନ୍‌କେ ଆଉଲି ଅଇ ଡାକି କଇଲା । ପର୍‌ମେସର୍‌ ସେମନ୍‌କେ ଦର୍‌ତନି ଆରି ସମ୍‌ଦୁର୍‌ ବିନାସ୍‌ କର୍‌ବାକେ ବପୁ ଦେଇରଇଲା ।
Und ich sah einen andern Engel vom Sonnenaufgang heraufsteigen, der hatte das Siegel des lebendigen Gottes; und er rief mit lauter Stimme den vier Engeln zu, welchen Macht gegeben war, die Erde und das Meer zu schädigen,
3 ସେ ଦୁତ୍‌ କଇଲା ଆମର୍‌ ପର୍‌ମେସର୍‌କେ ସେବା କର୍‌ବା ଲକ୍‌ମନର୍‌ କାପାଲେ ଚିନ୍‌ ନ ଦେବା ଜାକ ଦର୍‌ତନିକେ କି ସମ୍‌ଦୁର୍‌କେ କି ଗଚ୍‌କେ ବିନାସ୍‌ ନ କରା ।
und sprach: Schädiget die Erde nicht, noch das Meer noch die Bäume, bis wir die Knechte unsres Gottes auf ihren Stirnen versiegelt haben!
4 ସେମନ୍‌ ସେ ଲକ୍‌ମନ୍‌କେ ଚିନ୍‌ କରି ସାରାଇଲା ପଚେ, ସଏ ଚାଲିସ୍‌ ଚାରି ଅଜାର୍‌ ଲକ୍‌ମନ୍‌କେ ଚିନ୍‌ ଦେଲୁ ବଲି ମକେ କଇଲା । ସେମନ୍‌ ଇସ୍‌ରାଏଲର୍‌ ବାର୍‌ଟା ବଁସେଅନି ରଇଲାଇ ।
Und ich hörte die Zahl der Versiegelten: Hundertvierundvierzigtausend Versiegelte, aus allen Stämmen der Kinder Israel.
5 ଜିଉଦା ବଁସେଅନି ବାରଅଜାର୍‌ । ସେନ୍ତାରିସେ ରୁବେନ୍‌ଅନି, ଗାଦ୍‌ ନାଉଁର୍‌ ଜାଗାଇଅନି ବାର ଅଜାର୍‌ ।
Aus dem Stamm Juda zwölftausend Versiegelte; aus dem Stamm Ruben zwölftausend; aus dem Stamm Gad zwölftausend;
6 ଆସ୍‌ରେଅନି, ନାପ୍‌ତାଲିଅନି, ମାନାସେଅନି, ବାରଅଜାର୍‌ ।
aus dem Stamm Asser zwölftausend; aus dem Stamm Naphtali zwölftausend; aus dem Stamm Manasse zwölftausend;
7 ସିମିୟନ୍‌ଅନି, ଲବିଅନି, ଇସାକର୍‌ ତେଇଅନି ବାରଅଜାର୍‌ ।
aus dem Stamm Simeon zwölftausend; aus dem Stamm Levi zwölftausend; aus dem Stamm Issaschar zwölftausend;
8 ସବ୍‌ଲୁନେଅନି, ଜସେପେଅନି, ବନିୟମେଅନି, ବାରଅଜାର୍‌ ଲାକା ଚିନ୍‌ କଲାଇ ।
aus dem Stamm Sebulon zwölftausend; aus dem Stamm Joseph zwölftausend; aus dem Stamm Benjamin zwölftausend Versiegelte.
9 ତାର୍‌ପଚେ ମୁଇଦେକ୍‌ଲି ଏଦେ ଦେକା! ତେଇ ଏତେକ୍‌ ମାନ୍ଦା ଲକ୍‌କେ ଦେକ୍‌ଲି ଜେ ସେ ଲକ୍‌ମନ୍‌କେ କେ ମିସା ଏଜି ନାପାରତ୍‌ । ସେମନ୍‌ ସବୁ ଜାତିଅନି, ବଁସେଅନି, ରାଇଜେଅନି, ଆରି ବାସାଇଅନି ଆସିରଇଲାଇ । ସେମନ୍‌ ବସ୍‍ବା ଜାଗାର୍‍ ମୁଆଟେ ଆରି ମେଣ୍ଡାପିଲାର୍‌ ମୁଆଟେ ଟିଆଅଇଲାଇ । ସେମନ୍‌ ଦବ୍‌ ଲୁଗାପିନ୍ଦିକରି ଆରି ଆତେ କଜ୍‌ରି ଡାଲ୍‌ ଦାରିରଇଲାଇ ।
Darnach sah ich, und siehe, eine große Schar, die niemand zählen konnte, aus allen Nationen und Stämmen und Völkern und Zungen; die standen vor dem Throne und vor dem Lamm, angetan mit weißen Kleidern, und Palmen in ihren Händen.
10 ୧୦ ସେମନ୍‌ ଆଉଲି ଅଇକରି କଇତେ ରଇଲାଇ, “ଆମର୍‌ ପର୍‌ମେସର୍‌ ଜେ କି ବସ୍‍ବା ଜାଗାଇ ବସିଆଚେ, ତାର୍‌ଟାନେଅନି ଆରି ମେଣ୍ଡା ପିଲାର୍‌ ଟାନେଅନି ମୁକ୍‌ତି ମିଲ୍‌ସି ।”
Und sie riefen mit lauter Stimme und sprachen: Das Heil steht bei unsrem Gott, der auf dem Throne sitzt, und bei dem Lamm!
11 ୧୧ ସବୁ ଦୁତ୍‌ମନ୍‌ ବସ୍‍ବା ଜାଗାର୍‍ ଆରି ପାର୍‌ଚିନ୍‌ ମନର୍‌ ଆରି ଚାରିଟା ଜିବନ୍‌ ରଇବା ପସୁମନର୍‌ ଚାରିବେଟ୍‌ତି ଟିଆଅଇଲାଇ । ତାର୍‌ପଚେ ସେମନ୍‌ ବସ୍‍ବା ଜାଗାର୍‍ ମୁଆଟେ ଡାଣ୍ଡାସନ୍‌ ପଡି ପର୍‌ମେସର୍‌କେ ଜୁଆର୍‌ କରି,
Und alle Engel standen rings um den Thron und um die Ältesten und die vier lebendigen Wesen und fielen vor dem Thron auf ihr Angesicht und beteten Gott an
12 ୧୨ କଇଲାଇ, ଆମେନ୍‌, ଦନିଅବାଦ୍‌, ମଇମା, ଗିଆନ୍‌, ଡାକ୍‌ପୁଟା, ବପୁ ଆରି ସକ୍‌ତି କାଲ୍‌ କାଲ୍‌ ଜୁଗ୍‌ ଜୁଗ୍‌ ଆମର୍‌ ପର୍‌ମେସର୍‌କେ ଅ । ଆମେନ୍‌, ବଲି କଇତେରଇଲାଇ । (aiōn g165)
und sprachen: Amen! Lobpreisung und Ruhm und Weisheit und Dank und Ehre und Macht und Stärke sei unsrem Gott von Ewigkeit zu Ewigkeit! Amen. (aiōn g165)
13 ୧୩ ପାର୍‌ଚିନ୍‌ ମନର୍‌ ବିତ୍‌ରେ ଅନି ଗଟେକ୍‌ ଲକ୍‌ ଆସିକରି ମକେ ପାଚାର୍‌ଲା, “ଏ ଲକ୍‌ମନ୍‌ କାଇକେ ଦବ୍‌ ଲୁଗା ପିନ୍ଦି ଆଚତ୍‌ ଆରି ସେମନ୍‌ କନ୍ତିଅନି ଆଇଲାଇ?”
Und einer von den Ältesten hob an und sprach zu mir: Wer sind diese, die mit weißen Kleidern angetan sind, und woher sind sie gekommen?
14 ୧୪ ମୁଇ ତାକେ କଇଲି “ଆଗିଆ ମୁଇ ନାଜାନି, ତୁଇତା ଜାନୁସ୍‌ ।” ସେ ମକେ କଇଲା “ବେସି ବଡ୍‌ ତାଡ୍‌ନା ପଚେ ରକିଆ ପାଇ ଆଇଲାଇଆଚତ୍‌ । ମେଣ୍ଡାପିଲାର୍‌ ବନି ସଙ୍ଗ୍‍ ସେମନ୍‌ ତାକର୍‌ ବସ୍‌ତର୍‌ ଦଇକରି ଦବ୍‌ କଲାଇଆଚତ୍‌ ।”
Und ich sprach zu ihm: Mein Herr, du weißt es! Und er sprach zu mir: Das sind die, welche aus der großen Trübsal kommen; und sie haben ihre Kleider gewaschen und hell gemacht im Blute des Lammes.
15 ୧୫ ସେଟାର୍‌ ପାଇ ସେ ଲକ୍‌ମନ୍‌ ପର୍‌ମେସରର୍‌ ବସ୍‍ବା ଜାଗାର୍‍ ମୁଆଟେ ରଇ ତାର୍‌ ମନ୍ଦିରେ ଦିନ୍‌ ରାତି ତାକେ ସେବା କଲାଇନି । ଜେ ବସ୍‍ବା ଜାଗାଇ ବସ୍‌ଲାଆଚେ, ସେ ସେମନ୍‌କେ ରକିଆ କର୍‌ସି ।
Darum sind sie vor dem Throne Gottes und dienen ihm Tag und Nacht in seinem Tempel; und der auf dem Throne sitzt, wird über ihnen wohnen.
16 ୧୬ ସେମନ୍‌କେ କେବେ ବୁକ୍‌ ନ ଲାଗେ କି ସସ୍‌ ନ କରେ । ବେଲ୍‌ କି ଅଦିକ୍‌ ତପି ରଇବା ତାତି ସେମନ୍‌କେ ପଡାଇନାପାରେ ।
Und sie werden nicht mehr hungern noch dürsten; es wird auch nicht die Sonne auf sie fallen noch irgend eine Hitze;
17 ୧୭ କାଇକେବଇଲେ ବସ୍‍ବା ଜାଗାର୍‍ ମଜାଇ ରଇବା ମେଣ୍ଡାପିଲା, ସେ ଲକ୍‌ମନର୍‌ ସେବାକାରିଆ ଅଇସି, ଆରି ଜିବନ୍‌ ରଇବା ଗାଡ୍‌ବାଟେ ସେ ଲକ୍‌ମନ୍‌କେ ବାଟ୍‌କାଡାଇ ନେଇସି । ଆରି ପର୍‌ମେସର୍‌ ସେ ଲକ୍‌ମନର୍‌ ଆକିର୍‌ ଆଁସୁ ପୁଚି ଦେଇସି ।
denn das Lamm, das inmitten des Thrones ist, wird sie weiden und sie leiten zu Wasserquellen des Lebens, und Gott wird abwischen alle Tränen von ihren Augen.

< ପର୍‌କାସିତ 7 >